ଚିଲିକା: ଚିଲିକା ବ୍ଲକ ଅନ୍ତର୍ଗତ ଇଚ୍ଛାପୁର ଗ୍ରାମରେ ଗୁରୁବାର ଦିନ ତାରେଣୀ ଠାକୁରାଣୀଙ୍କ ନୂତନ ମନ୍ଦିର ପ୍ରତିଷ୍ଠା କରାଯିବା ସହ ମା’ ଙ୍କ ବିଗ୍ରହ ସ୍ଥାପନ କରାଯାଇଛି । ଏହି ଉପଲକ୍ଷେ ମଙ୍ଗଳବାର ଦିନ ଅଙ୍କୁରାରୋପଣ କରାଯାଇଥିଲା। ବୁଧବାର ଦିନ କଳସ ଯାତ୍ରା, ସୂର୍ଯ୍ୟପୂଜା, ଗୋପୂଜା, ଶାଲଦି ପୂଜା, ଦେବା ଦେବୀ ଆମନ୍ତ୍ରଣ, ଅଗ୍ନି ସଂସ୍ଥାପନ ଓ ଆହୁତି ପ୍ରଦାନ କରାଯାଇଥିଲା। ଗୁରୁବାର ଦିନ ମନ୍ଦିର ପ୍ରତିଷ୍ଠା, ମନ୍ଦିର ରତ୍ନ ମୁଦ ସମାପନ କରାଯିବା ପରେ ମା’ତାରେଣୀଙ୍କୁ ଗ୍ରାମବାସୀମାନେ ବର୍ଣ୍ଣାଢ଼୍ୟ ଶୋଭା ଯାତ୍ରାରେ ଗ୍ରାମ୍ୟ ପରିକ୍ରମା କରାଇ ମାଘସ୍ନାନ ପରେ ମା’ଙ୍କୁ ସିଂହାସନରେ ସ୍ଥାପନ କରିଥିଲେ । । ଉକ୍ତ କାର୍ଯ୍ୟକୁ ପଣ୍ଡିତ ଦିଲ୍ଲୀପ କୁମାର ସାମନ୍ତରାୟ, ପଣ୍ଡିତ ସୀମାଞ୍ଚଳ ମହାପାତ୍ର, ପଣ୍ଡିତ ସତ୍ୟ ନାରାୟଣ ଦାଶ, ପଣ୍ଡିତ ସୁବାସ ଚନ୍ଦ୍ର ତ୍ରିପାଠୀ, ପଣ୍ଡିତ ଗୋଲେଖ ଦାଶ ଓ ପଣ୍ଡିତ ଅଶୋକ କୁମାର ଦାଶ ପ୍ରମୁଖ ବ୍ରାହ୍ମଣ ସାମନ୍ତ ମାନେ ସମ୍ପାଦନ କରିଥିଲେ। ମନ୍ଦିର ପ୍ରତିଷ୍ଠାର ପୁରୋଧା ଭାବେ ସସ୍ତ୍ରୀକ ରବୀନ୍ଦ୍ର ନାଥ ପ୍ରଧାନ ଉପବେଶନ କରିଥିଲେ। ମନ୍ଦିର ପ୍ରତିଷ୍ଠାରେ ଇଚ୍ଛାପୁର ଗ୍ରାମ ସମେତ ଆଖ ପାଖ ଅଞ୍ଚଳର ଶହ ଶହ ଭକ୍ତ ଯୋଗ ଦେଇ ମା’ଙ୍କର ଆଶୀର୍ବାଦ ଭିକ୍ଷା କରିଥିଲେ। ଉକ୍ତ ପ୍ରତିଷ୍ଠାରେ ଯୋଗ ଦେଇଥିବା ସମସ୍ତ ଭକ୍ତମାନଙ୍କ ପାଇଁ ପ୍ରସାଦ ସେବନର ବ୍ୟବସ୍ଥା କରାଯାଇଥିଲା।ଏଥିରେ ଇଚ୍ଛାପୁର ଗ୍ରାମର ସମସ୍ତ ଗ୍ରାମବାସୀ ସହଯୋଗ କରିଥିଲେ।
Utkal Bulletin Is Now On WhatsApp Join And Get Latest News Updates Delivered To You Via WhatsApp
Social Share On:
Related News
ମ.ରାମପୁର ସବ୍ ରେଜିଷ୍ଟର ଅଧିକାରୀଙ୍କ ନାମରେ ମାତ୍ରାଧିକ ବେଞ୍ଚ ମାର୍କ ମୂଲ୍ୟ ଦାବୀ ନେଇ ଅଭିଯୋଗ
କଳାହାଣ୍ଡି,୧୪।୩(ପ୍ୟାରିଲାଲ ଦୁର୍ଗା ଙ୍କ ରିପୋର୍ଟ)କଳାହାଣ୍ଡି ଜିଲ୍ଲା, ମ.ରାମପୁର ସବ୍ ରେଜିଷ୍ଟର ସୌଦାମିନି ମାଝି ଜମି ରେଜିଷ୍ଟ୍ରେସନ୍ ବାବଦକୁ ସରକାର ଙ୍କ ନିୟମ ଉଲଂଘନ କରି ନିଜ ମନ
ଚିତାବାଘ ର ନଖ ଜବତ ତିନି ଯୁବକ ଗିରଫ ଓ କୋର୍ଟ ଚାଲାଣ
କଳାହାଣ୍ଡି,୧୪|୩(ପ୍ୟାରିଲାଲ ଦୁର୍ଗା ଙ୍କ ରିପୋର୍ଟ):ବେଆଇନ ଭାବେ ବନ୍ୟଜନ୍ତୁ ଙ୍କ ର ଶିକାର କରି ବ୍ୟବସାୟ ଚାଲୁଥିବା ସମ୍ପର୍କରେ କୌଣସି ସୂତ୍ରରୁ ସୂଚନା ପାଇ କଳାହାଣ୍ଡି ଉତ୍ତର ବନଖଣ୍ଡ
ସଶକ୍ତ ଓଡିଶା ପକ୍ଷରୁ ବିଶ୍ୱ ମହିଳା ଦିବସ ଅନୁଷ୍ଠିତ
ଭୁବନେଶ୍ୱର, 08/03/ 26: ସାମାଜିକ ଅନୁଷ୍ଠାନ "ସଶକ୍ତ ଓଡିଶା"ପକ୍ଷରୁ ସ୍ଥାନୀୟ ସିଆରପି ସ୍ଥିତ କାର୍ଯ୍ୟାଳୟ ଠାରେ "ବିଶ୍ୱ ମହିଳା ଦିବସ -2026 ଆବାହକ ବିଜୟ କୁମାର ପ୍ରଧାନଙ୍କ
ଆନ୍ତର୍ଜାତୀୟ ମହିଳା ଦିବସ ଉପଲକ୍ଷେ ନାଟକ ‘ଖାଣ୍ଟି ସୁନା’
ଚିଲିକା: ଆନ୍ତର୍ଜାତୀୟ ମହିଳା ଦିବସ ପାଳନ ଅବସରରେ ବାଲୁଗାଁସ୍ଥିତ ମା' ଭଗବତୀ କଳା ନିକେତନ ର ଓଡ଼ିଆ ଅସ୍ମିତା ଉପରେ ଆଧାରିତ ନାଟକ "ଖାଣ୍ଟି ସୁନା" ଗୈ।ରୀ
ବିଶ୍ଵ ମହିଳା ଦିବସକୁ ନେଇ ଏସବିଆଇ, ରାମଜୀ ଫାଉଣ୍ଡେସନ ତରଫରୁ ଜରାୟୁ କର୍କଟ ରୋଗ ସଚେତନତା ଶିବିର
କଳାହାଣ୍ଡି,୮|୩(ପ୍ୟାରିଲାଲ ଦୁର୍ଗା ଙ୍କ ରିପୋର୍ଟ): ଆଜି ସାରା ବିଶ୍ୱରେ ବିଶ୍ୱ ମହିଳା ଦିବସ ପାଳନ କରୁଥିବା ବେଳେ କଳାହାଣ୍ଡି ଜ଼ିଲ୍ଲା କେସିଙ୍ଗା ଠାରେ ଏସବିଆଇ ଓ ରାମଜୀ
ଧର୍ମଗଡ ତାଳୁକ ଆଇନ ସେବା ସମିତି ତରଫରୁ ବିଶ୍ୱ ମହିଳା ଦିବସ ପାଳିତ
କଳାହାଣ୍ଡି,୮|୩(ପ୍ୟାରିଲାଲ ଦୁର୍ଗା ଙ୍କ ରିପୋର୍ଟ): କଳାହାଣ୍ଡି ଜ଼ିଲ୍ଲା ଧର୍ମଗଡ଼ ତାଲୁକ ଆଇନ ସେବା ସମିତି ଦ୍ବାରା ଅତିରିକ୍ତ ଜିଲ୍ଲା ଜର୍ଜ ତଥା ତାଲୁକ ଆଇନ ସେବା ସମିତିର
ବିଶ୍ୱ ମହିଳା ଦିବସ ଅବସରରେ – “ସମାଜସେବାରେ ସମିତା”
ଅଦ୍ୟମ ଇଚ୍ଛାଶକ୍ତି, ନିଷ୍ଠା, ଏକାଗ୍ରତା । ଅଧ୍ୟ୍ୟବସାୟ ଆଗରେ କୌଣସି ପ୍ରତିବନ୍ଧକ ବି ହାର ମାନିଥାଏ। ଜୀବନର ସଂଘର୍ଷର ବହୁ ଘାତ ପ୍ରତିଘାତ ମଧ୍ୟରେ ଗତି କରି
ଇନ୍ଦିରା ଗାନ୍ଧୀ ଜାତୀୟ ମୁକ୍ତ ବିଶ୍ୱବିଦ୍ୟାଳୟ ସହ-ନିର୍ଦ୍ଦେଶକଙ୍କ ବିଯୋଗ
ଚିଲିକା : ଗତକାଲି ଅପରାହ୍ନ ୫ ଘଟିକା ସମୟରେ ଇନ୍ଦିରା ଗାନ୍ଧୀ ଜାତୀୟ ମୁକ୍ତ ବିଶ୍ୱବିଦ୍ୟାଳୟ ଭୁବନେଶ୍ୱର ଶାଖାର ପ୍ରାକ୍ତନ୍ ସହ-ନିର୍ଦ୍ଦେଶକ ପ୍ରଦୀପ କୁମାର ରଥଙ୍କ ଭୁବନେଶ୍ୱରସ୍ଥିତ
ପିସ୍ଲିଲି ପ୍ରି-ସ୍କୁଲର ୩ୟ ବାର୍ଷିକ ଉତ୍ସବ ଅନୁଷ୍ଠିତ
ଭୁବନେଶ୍ୱର: ସ୍ଥାନୀୟ ଗୁରୁ କେଳୁଚରଣ ମହାପାତ୍ର ନୃତ୍ୟ ଗବେଷଣା କେନ୍ଦ୍ରଠାରେ ପିସ୍ଲିଲି ପ୍ରି-ସ୍କୁଲର ଡେ-କେୟାର ର ତୃତୀୟ ବାର୍ଷିକ ଉତ୍ସବ ଓ ପୁରସ୍କାର ବିତରଣ ସଂଯୋଜିକା ଆଦ୍ୟାଶାଙ୍କ
ଇଟିପୁର ଆଞ୍ଚଳିକ ସରକାରୀ ଉଚ୍ଚ ବିଦ୍ୟାଳୟରେ ବାର୍ଷିକୋତ୍ସବ ପାଳିତ
ବାଲିଅନ୍ତା,୬|୩: ଭୁବନେଶ୍ୱର ବ୍ଲକ ଅଧିନ ଇଟିପୁର ସ୍ଥିତ ଆଞ୍ଚଳିକ ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ଆଜି ମହାସମାରୋହରେ ବିଦ୍ୟାଳୟର ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି।ବିଦ୍ୟାଳୟର ପ୍ରଧାନଶିକ୍ଷୟିତ୍ରୀ ସନ୍ଧ୍ୟାରାଣୀ
ପ୍ରତାପ ଶାସନ ଡିଗ୍ରୀ କଲେଜରେ ଛାତ୍ରୀମାନଙ୍କ ଆତ୍ମରକ୍ଷା କୌଶଳ ଶିବିର
ବାଲିଅନ୍ତା : ବାଳକାଟୀସ୍ଥିତ ପ୍ରତାପ ଶାସନ ଡିଗ୍ରୀ କଲେଜ ପରିସରରେ ଛାତ୍ରୀମାନଙ୍କ ଆତ୍ମରକ୍ଷା କୌଶଳ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇ ଯାଇଛି । ପ୍ରଥମ ବର୍ଷର 87
ଇଚ୍ଛାପୁରରେ ନୂତନ ମନ୍ଦିର ପ୍ରତିଷ୍ଠା
ଚିଲିକା: ଚିଲିକା ବ୍ଲକ ଅନ୍ତର୍ଗତ ଇଚ୍ଛାପୁର ଗ୍ରାମରେ ଗୁରୁବାର ଦିନ ତାରେଣୀ ଠାକୁରାଣୀଙ୍କ ନୂତନ ମନ୍ଦିର ପ୍ରତିଷ୍ଠା କରାଯିବା ସହ ମା' ଙ୍କ ବିଗ୍ରହ ସ୍ଥାପନ କରାଯାଇଛି
ଧୂମଧାମରେ ହୋଲି ଉତ୍ସବ ପାଳନ
ବାଲିଅନ୍ତା,୫|୩: ରଙ୍ଗର ପର୍ବ ହୋଲି ବାଳକାଟି ଏବଂ ଏହାର ଆଖପାଖ ଅଞ୍ଚଳରେ ଧୁମଧାମ ପାଳନ ହୋଇଯାଇଛି l ଉତ୍ସବମୁଖର ହୋଇଉଠିଥିଲେ ଛୋଟ ପିଲା ଠାରୁ ଆରମ୍ଭ କରି
ଶାସ୍ତ୍ରୀଜି ଶିକ୍ଷା ନିକେତନ ଛାତ୍ରଙ୍କ ପାଣିରେ ବୁଡି ମୃତ୍ୟୁ
ହୋଲି ଖେଳ ହେଲା କାଳ କଳାହାଣ୍ଡି,୬,୩(ପ୍ୟାରିଲାଲ ଦୁର୍ଗା ଙ୍କ ରିପୋର୍ଟ): ବୁଧବାର ଦିନ ହୋଲି ଖେଳ ପାଇଁ ଚାରିଆଡ଼େ ଉତ୍ସବ ମାହୋଲ ଥିବା ବେଳେ ଭବାନୀପାଟଣା ସହରରୁ
ପଲ୍ଲବୀ ନାଟ୍ୟ କଳା ପରିଷଦର ବାର୍ଷିକ ଉତ୍ସବ ଓ ଗୁରୁ ସମ୍ବର୍ଦ୍ଧନା
ଚିଲିକା:ବାଣପୁର-ଚିଲିକା ଅଞ୍ଚଳର ଅଗ୍ରଣୀ ନାଟ୍ୟ ସଂସ୍ଥା ପଲ୍ଲବୀ ନାଟ୍ୟ କଳା , ମଠପୁର ର ୬ଷ୍ଠ ସାମ୍ବତ୍ସରିକ ଉତ୍ସବ ପାଳନ ଅବସରରେ ସାଂସ୍କୃତିକ କ୍ଷେତ୍ରରେ ପାରଦର୍ଶିତା ଅର୍ଜନ
ଟଙ୍କପାଣି ଗ୍ରାମରେ ଦୋଳ ଉତ୍ସବ ପାଳିତ
ବାଲିଅନ୍ତା,୫|୩: ଭୁବନେଶ୍ୱର ଉପକଣ୍ଠ ଟଙ୍କପାଣି ଗ୍ରାମରେ ୨ ଦିନ ଧରି ଦୋଳ ଉତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି l ଦ୍ୱାଦଶରୁ ଚତୁର୍ଦ୍ଦଶୀ ପର୍ଯ୍ୟନ୍ତ ରାତିରେ ସୁସଜ୍ଜିତ ବିମାନରେ
କଳାହାଣ୍ଡି ଜିଲ୍ଲାର ପ୍ରବାଦ ପୁରୁଷ ଦୟାନିଧି ନାଏକଙ୍କ ୧୧୦ତମ ଜନ୍ମଦିନ ପାଳିତ
କଳାହାଣ୍ଡି,୪|୩(ପ୍ୟାରିଲାଲ ଦୁର୍ଗା ଙ୍କ ରିପୋର୍ଟ): କଳାହାଣ୍ଡି ଜିଲ୍ଲାର ପ୍ରବାଦପୁରୁଷ ଓ ବିକାଶର ଅଗ୍ରଦୂତ ଭାବେ ସାରା ରାଜ୍ୟରେ ଖ୍ଯାତିଅର୍ଜନ କରିଥିବା ବିଶିଷ୍ଟ ରାଜନୀତିଜ୍ଞ, ସମାଜସେବୀ, ସଂସ୍କାରକ,ମେଧାବୀ, ସର୍ବୋପରି
ଧର୍ମଗଡରେ ନୂତନ ମହିଳା ଡିଏସପି ଆଇପିଏସ ସୂଶ୍ରୀ ଭର୍ଷିଥା ଅଡ଼େପୁ
କଳାହାଣ୍ଡି,୩|୩,(ପ୍ୟାରିଲାଲ ଦୁର୍ଗା): କଳାହାଣ୍ଡି ଜ଼ିଲ୍ଲା ଧର୍ମଗଡ ଉପଖଣ୍ଡ ରେ ନୂତନ ଭାବେ ଯୋଗଦାନ ଦେଲେ ମହିଳା ଆଇପିଏସ ସୂଶ୍ରୀ ଭର୍ଷିଥା ଅଡେପୂ | ମହିଳା ଡିଏସପି ସୂଶ୍ରୀ
‘ଓଡ଼ିଆ କଳାକାରଙ୍କ ସ୍ୱର’ ର ୩ୟ ବାର୍ଷିକ ନିର୍ବାଚନ ପ୍ରକ୍ରିୟା ସମ୍ପୂର୍ଣ
ଭୁବନେଶ୍ୱର: ଓଡ଼ିଶାର ଆଗଧାଡିର ସଂଗଠନ ଓଡ଼ିଆ କଳାକାରଙ୍କ ସ୍ୱର (OKS) ର ୩ୟ ବାର୍ଷିକ ନିର୍ବାଚନ ପ୍ରକ୍ରିୟା ଆନୁଷ୍ଠାନିକ ଭାବେ ସମ୍ପୂର୍ଣ ହୋଇଛି ।ଏହି ପ୍ରକ୍ରିୟାରେ OKS
ଚାଚେରୀ ଖିଆକୁ ବାହାରିଲେ ମା’ଭଗବତୀ
ଏଥରଗ୍ରହଣ ଯୋଗୁଁ ଚତୁର୍ଦ୍ଦଶୀରେ ହେବ ବାପଘର ପଖାଳ ଖିଆ । ଚିଲିକା,୨।୩: ଉତ୍କଳରେ ଦୋଳଗୋବିନ୍ଦ ପାଇଁ ଦୋଳପର୍ବ ହୋଇଥିବା ବେଳେ ଶକ୍ତିପୀଠ ବାଣପୁରରେ ମା' ଭଗବତୀଙ୍କ ଚ଼ାଚ଼େରୀଖିଆ
Politics
ନାଚୁଣୀ ମହାବିଦ୍ୟାଳୟରେ ଉଦ୍ୟାନ କୃଷିର ସଫଳ ପ୍ରୟୋଗ ସମ୍ବନ୍ଧୀୟ ଆଲୋଚନା ଚ଼କ୍ର