ଭୁବନେଶ୍ୱର ତା 9 ରିଖ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଘୋଷଣା କରାଯାଇଥିବା “ଜ୍ଞାନୋଦୟ ଶିକ୍ଷା ରୁ ସମୃଦ୍ଧି ଯୋଜନା” ବା କେଜି ରୁ ପିଜି ମାଗଣା ଶିକ୍ଷା ବର୍ତମାନ ଏକ ଦ୍ୱନ୍ଦ୍ୱlତ୍ମକ ଓ ହାସ୍ୟାସ୍ପଦ ଯୋଜନାରେ ପରିଣତ ହୋଇଛି l କାରଣ ଉଚ ମାଧ୍ୟମିକ ଏବଂ ଅନ୍ୟାନ୍ୟ ସମସ୍ତ ଉଚ୍ଚ ଶିକ୍ଷା ସ୍ତରରେ ସମସ୍ତ ଶିକ୍ଷାଦାନ ଜନିତ ଫିଷ ସମ୍ପୂର୍ଣ୍ଣ ଛାଡ଼ପାଇଁ ମୁଖ୍ୟମନ୍ତ୍ରୀ ଘୋଷଣା କରିଥିବା ବେଳେ ଉଚ୍ଚଶିକ୍ଷା ବିଭାଗ (ଚିଠି ସଂଖ୍ୟା ୩୭୦୭୨/HE ତାରିଖ ୦୭.୦୭.୨୦୨୬) ରେଗୁଲାର ମୋଡରେ ୟୁ.ଜି. ଏବଂ ପି.ଜି. ପାଠ୍ୟକ୍ରମ ପାଇଁ ମାଗଣା ଶିକ୍ଷା ପ୍ରଦାନ କରିବା ପାଇଁ କୌଣସି ପ୍ରବେଶ ଶୁଳ୍କ ନାହିଁ ବୋଲି ନିର୍ଦେଶ ଦେଇଛି l ବିଦ୍ୟାଳୟ ଏବଂ ଗଣଶିକ୍ଷା ବିଭାଗ (ଚିଠି ସଂଖ୍ୟା 18042/SME ତାରିଖ 08.07.2026) ନିର୍ଦ୍ଦେଶକ, ଉଚ୍ଚ ମାଧ୍ୟମିକ ଶିକ୍ଷା ଏବଂ ନିର୍ଦ୍ଦେଶକ, ମାଧ୍ୟମିକ ଶିକ୍ଷା, ଓଡ଼ିଶାଙ୍କୁ ପଠାଯାଇଛି। ପୂର୍ବରୁ ଉଚ୍ଚଶିକ୍ଷା ବିଭାଗ (ଚିଠି ସଂଖ୍ୟା 5023/ 5ଫ୍ରେବୁଆରି 2024 ତାରିଖ) ଦ୍ୱାରା ଫିସ ସଂକ୍ରାନ୍ତୀୟ ନିର୍ଦେଶାବଳି ଅନୁଯାଇ କେବଳ ସରକାରୀ, ପୂର୍ଣ୍ଣ ଅନୁଦାନପ୍ରାପ୍ତ ଏବଂ ନୂତନ ଅନୁଦାନପ୍ରାପ୍ତ ମାଧ୍ୟମିକ ଏବଂ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ (୪୮୮ ଏବଂ ୬୬୨ ବର୍ଗ) ଓ ଡିଗ୍ରୀ କଲେଜ ରେ ପ୍ରବେଶ ଶୁଳ୍କ ଫିସ ଛାଡ଼ କରିବେ । ଉଚ୍ଚ ମାଧ୍ୟମିକରେ ଛାତ୍ରଛାତ୍ରୀଙ୍କ ଅଭିଭାବକମାନେ ଏବେ ଅନେକ ଅନ୍ୟାନ୍ୟ ଫି ପାଇଁ ଦାବିର ସମ୍ମୁଖୀନ ହେଉଛନ୍ତି, ଯାହା ଦ୍ୱନ୍ଦ୍ୱ ଏବଂ ହଇରାଣ ସୃଷ୍ଟି କରୁଛି। ଜ୍ଞାନୋଦୟ ଯୋଜନା ଅଧୀନରେ ସମସ୍ତ ଫିସ ଯଥା ଆଡ଼ମିସନ ଓ ରିଆଡ଼ମିସନ ଫିସ, ଟ୍ୟୁସନ ଫିସ୍, ମାଗାଜିନ ଫିସ, କ୍ୟାଲେଣ୍ଡର ଫିସ,ଲାଇବ୍ରେରୀ ଫିସ୍, କମନ ରୁମ ଫିସ,ଟାଇମ୍ ଟେବୁଲ୍ ଫିସ୍ |ପ୍ରୋକ୍ଟର ଫିସ୍,ଆଟେଣ୍ଡାନ୍ସ ଫିସ, ସେମିଷ୍ଟର ପରୀକ୍ଷା ଫିଷ,ଡେଭଲପମେଣ୍ଟ ଫିସ, ଅlଫିଲେସନ ଫିସ, ଫର୍ମ ଫିଲପ ଫିସ, ଲାବୋ୍ରେଟାରୀ ଫିସ, କମ୍ପୁଟର ବା ଆଇଟି ଫିସ, ସ୍ମାର୍ଟ କ୍ଲାସ ଫିସ, ୟୁନିଅନ ଫିସ, କାଲ ଚୁରାଲ ଫିସ,ରେଡକ୍ରସ୍ ଫିସ୍ ଆଦି ଆଦାୟ ନ କରିବା ପାଇଁ ଏପର୍ଯ୍ୟନ୍ତ ସ୍ପଷ୍ଟ ନିର୍ଦେଶନାମା ଜାରି କରାଯାଇନି l ଯାହା ଫଳରେ କେବଳ ଆଡ଼ମିସନ ଫିସ କୁ ଛାଡି ଅନ୍ୟ ସବୁ ଫିସ ଆଦାୟ କରୁଛନ୍ତି l ତେଣୁ 2024 ର ନିର୍ଦେଶ ନାମା ଅନୁଯାଇ ଏକ ସଂଶୋଧିତ ଓ ଫିସ ବର୍ଗିକରଣ କରି ଫି ଆଦାୟ ନ କରିବା ପାଇଁ ଓ ଆଦାୟ କଲେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ନିର୍ଦେଶ ଜାରି କରିବାକୁ ମୁଖ୍ୟମନ୍ତ୍ରୀଙ୍କୁ ଦାବୀ ଜଣାଇଛି ଓଡିଶା ଅଭିଭାବକ ମହାସଂଘ l ଯାହା ସ୍ପଷ୍ଟ କରିଦେବ ଯେ ଉଚ୍ଚ ମାଧ୍ୟମିକ, ଉଛ ଶିକ୍ଷା ଏବଂ ଅନ୍ୟାନ୍ୟ ଶ୍ରେଣୀରେ ପିତାମାତାଙ୍କଠାରୁ କୌଣସି ପ୍ରକାରର ଫି ଆଦାୟ କରାଯିବ ନାହିଁ। ତତ ସହିତ SAMS ପୋର୍ଟାଲ୍ ଏବଂ ସମସ୍ତ ତୁରନ୍ତ ପରିବର୍ତ୍ତନ ଆଣିବାକୁ ନିର୍ଦ୍ଦେଶ ଦିଅନ୍ତୁ ଯାହା ଦ୍ଵାରା ଅଭିଭାବକଙ୍କଠାରୁ କୌଣସି ଦେୟ ଦେବାକୁ ପଡିବ ନାହିଁ। ସରକାରୀ ଶିକ୍ଷାନୁଷ୍ଠାନ ଛଡା ମ୍ୟାନେଜମେଣ୍ଟ ଦ୍ୱାରା ଚାଲୁଥିବା ଅନୁଷ୍ଠାନ ଗୁଡିକୁ ଆବଶ୍ୟକ ଅର୍ଥ ଭରଣା ପାଇଁ ସରକାର ପାଣ୍ଠି ପ୍ରଦାନ ସୁନିଶ୍ଚିତ କରନ୍ତୁ ଯାହା ଦ୍ଵାରା ସେମାନେ ଗୁଣାତ୍ମକ ଶିକ୍ଷା ବଜାୟ ରଖିପାରିବେ। ଯୋଗ୍ୟ ପ୍ରତିଷ୍ଠାନର ସମ୍ପୂର୍ଣ୍ଣ ତାଲିକା ଏବଂ ଛାଡ଼ ହୋଇଥିବା ଫିର ସମ୍ପୂର୍ଣ୍ଣ ତାଲିକା ତୁରନ୍ତ ଶିକ୍ଷା ବିଭାଗ ସାର୍ବଜନୀନ କରି ପବ୍ଲିକ ଡୋମେନରେ ପ୍ରକାଶ କରନ୍ତୁ। ଫି ଦାବି କରୁଥିବା କୌଣସି ପ୍ରତିଷ୍ଠାନ ବିରୁଦ୍ଧରେ କଡା କାର୍ଯ୍ୟାନୁଷ୍ଠାନ ସହିତ ତଦାରଖ କମିଟି ଗଠନ କରନ୍ତୁ ବୋଲି ଓଡିଶା ଅଭିଭାବକ ମହାସଂଘ ସଭାପତି ବାସୁଦେବ ଭଟ୍ଟ ଓ କାର୍ଯ୍ୟକାରୀ ସଭାପତି ପ୍ରସନ୍ନ ବିଷୋୟୀ, ମହାସଚିବ ଅଶୋକ ପାଇକରାୟ ଓ ସମ୍ପାଦକ ସୂର୍ଯ୍ୟ ନାରାୟଣ ଜେନା ଦାବୀ କରିଛନ୍ତି
କେଜି ରୁ ପିଜି ମାଗଣା ଶିକ୍ଷା ଯୋଜନାରେ ସ୍ପଷ୍ଟ ନିର୍ଦେଶନାମା ପାଇଁ ଦାବୀ ଜଣାଇଲା ଅଭିଭାବକ ମହାସଂଘ
Social Share On:
Utkal Bulletin Is Now On WhatsApp Join And Get Latest News Updates Delivered To You Via WhatsApp
Social Share On:
Related News
ହିନ୍ଦୁ-ମୁସଲିମ୍ ଭାଇଚାରାର ଅନନ୍ୟ ଉଦାହରଣ: ମାଣିକାଗୋଡ଼ା ଦଶହରା
ମାଣିକାଗୋଡ଼ା, ଖୋର୍ଦ୍ଧା: ଧର୍ମ ଅଲଗା, କିନ୍ତୁ ହୃଦୟ ଏକ। ହିନ୍ଦୁ-ମୁସଲିମ୍ ଭାଇଚାରା ଓ ସାମ୍ପ୍ରଦାୟିକ ସଦ୍ଭାବର ଏକ ଅନନ୍ୟ ଉଦାହରଣ ସୃଷ୍ଟି କରିଛି ଖୋର୍ଦ୍ଧା ଜିଲ୍ଲା ବୋଲଗଡ଼
ମହିମା ମହିଳା କମିଟି ପକ୍ଷରୁ ମନ୍ଦିର ସଫେଇ କାର୍ଯ୍ୟକ୍ରମ
ଭୁବନ: ମନରେ ଆଧ୍ୟାତ୍ମିକ ଚେତନା ଓ ସ୍ୱଚ୍ଛ ପରିବେଶକୁ ଆଧାର କରି ଓଡ଼ିଶ ଗ୍ରାମର ପଶ୍ଚିମ ଦିଗରେ ଥିବା ମା’ ଚର୍ଚ୍ଚିକା ଦେବୀଙ୍କ ମନ୍ଦିର, ହନୁମାନ ମନ୍ଦିର
ଦଶହରା ଅବସରରେ ଗୋ ସେବା କାର୍ଯ୍ୟକ୍ରମ
ଭୁବନ: (Bimal Kumar Rana) ଭୁୁବନ୍ ବ୍ଲକ୍ତ ଅନ୍ତର୍ଗତ ଓଡ଼ିଶ ଗ୍ରାମରେ ଅନୁଷ୍ଠିତ ହୋଇଯାଇଛି ଗୋସେବା କାର୍ଯ୍ୟକ୍ରମ । ପବିତ୍ର ଦୁର୍ଗା ପୂଜା ଅବସରରେ ସାମାଜିକ ଅନୁଷ୍ଠାନ
ମୁଗୁପୁର ସମାଚାରର 15ତମ ବାର୍ଷିକ ଉତ୍ସବ ପାଳିତ
କେନ୍ଦୁଝର /ହାଟଡିହି /ମୁଗୁପୁର: କେନ୍ଦୁଝର ଜିଲ୍ଲା ହାଟଡିହି ବ୍ଲକ ଅନ୍ତର୍ଗତ ମୁଗୁପୁର ଅଞ୍ଚଳରୁ ପ୍ରକାଶିତ ଖବରକାଗଜ ମୁଗୁପୁର ସମାଚାରର 15ତମ ସ୍ଵନକ୍ଷତ୍ର ଉପଦେଷ୍ଟା ଆନନ୍ଦ ଚନ୍ଦ୍ର ଓଝାଙ୍କ
ରାଜ୍ୟସ୍ତରୀୟ ୧୨୧ ତମ ସତ୍ୟପ୍ରିୟ ମହାନ୍ତି ଜୟନ୍ତୀ ପାଳିତ
ବାଲିଅନ୍ତା,୨୧|୧୦(ଗୋବର୍ଦ୍ଧନ ଦାସ): ଜଣେ ସମର୍ପିତ ମଣିଷ ଏବଂ ନବ ଓଡିଶା ନିର୍ମାତାର ଅନ୍ୟତମ ବିନ୍ଧାଣି ଥିଲେ ପୂର୍ବତନ ବାଚସ୍ପତି ତଥା ମନ୍ତ୍ରୀ ସ୍ୱର୍ଗତଃ ସତ୍ୟପ୍ରିୟ ମହାନ୍ତି ।
ନବରାତ୍ର ପୂଜା ଅବସରରେ ବରିଷ୍ଠ କଳାକାର ସମ୍ବର୍ଦ୍ଧନା।
ଖୋର୍ଦ୍ଧା,୧୯।୧୦:ଚିଲିକା ସଂଗୀତ ନାଟକ ଏକାଡେମୀ, ବାଲୁଗାଁ ଆୟୋଜିତ ନବରାତ୍ରପୂଜା ଅବସରରେ କୁମାରୀପୂଜା ଓ କଳାକାର ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ସଂକଳ୍ପଧାରିଣୀ ଏକାଡେମୀର ସମ୍ପାଦିକା ସୁନିତା ଜେନାଙ୍କ
ସ୍ୱାଧୀନତା ସଂଗ୍ରାମୀ ଡାକ୍ତର ନୃସିଂହ ଚରଣ ସାମନ୍ତସିଂହାରଙ୍କ ସ୍ମୃତି ସଭା |
ଖୋର୍ଦ୍ଧା,୧୯।୧୦: ଚିଲିକା-ବାଣପୁର ଅଞ୍ଚଳର ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ, ପ୍ରାକ୍ତନ ସାଂସଦ ତଥା ଓଡିଶା ଭାଗଚାଷ ଆନ୍ଦୋଳନର ପୁରୋଧା ସ୍ବର୍ଗତ ଡାକ୍ତର ନୃସିଂହଚରଣ ସାମନ୍ତସିଂହାରଙ୍କର ସ୍ମୃତି ସଭା ନୃସିଂହ
ଆଦର୍ଶ ପ୍ରଧାନଶିକ୍ଷକଙ୍କ ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା ମହାପୁରୁଷଙ୍କ ପ୍ରତିମୂର୍ତ୍ତି ଅନାବରଣ
ବୋଲଗଡ଼, ୧୮।୧୦:ବୋଲଗଡ଼ ଶିକ୍ଷା ବ୍ଳକ ଅନ୍ତର୍ଗତ ଅସରଳା ସ୍ଥିତ ହରିହର ବିଦ୍ୟାପୀଠର ଆଦର୍ଶ ପ୍ରଧାନଶିକ୍ଷକ କ୍ଷେତ୍ରମୋହନ ରଣାଙ୍କ ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା ସଭା ବିଦ୍ୟାଳୟ ପରିସରରେ ସମାଜସେବୀ
ୟୁନିଟ 5 ଜଗନ୍ନାଥ ମନ୍ଦିରରେ ଷୋଡଶ ଦିନାତ୍ମକ ପୂଜା 14 ଦିନରେ
ଭୁବନେଶ୍ୱର ତା 16 ରିଖ l ୟୁନିଟ 5 ଜଗନ୍ନାଥ ମନ୍ଦିରରେ ଅଧିଷ୍ଠାତ୍ରୀ ଦେବୀ ମା' ହରଚଣ୍ଡୀଙ୍କର ଶାରଦୀୟ ଷୋଡ଼ଶ ଦିନାତ୍ମକ ପୂଜା ଆଜି 14 ଦିନରେ
ଶତାୟୁ ପାଲା କଳାକାର ଚକ୍ରଧର ମୁଦୁଲିଙ୍କ ପରଲୋକ ।
ଖୋର୍ଦ୍ଧା,୧୬ I୧୦:ଓଡ଼ିଶା ବିଭିନ୍ନ ପାଲା ମଞ୍ଚରେ ଗାୟକ ମାନଙ୍କ ଦ୍ୱାରା ବୋଲା ଯାଉଥିବା ବିଦଗ୍ଧ କବିତା "ଅପରେସନ କୋଇଲି"ର ରଚ଼ୟତା ସ୍ବର୍ଗତ ଗାୟକ ରତ୍ନ ଲୋକନାଥ କରଙ୍କ
ଶତାୟୁ ପାଲା କଳାକାର ଚକ୍ରଧର ମୁଦୁଲିଙ୍କ ପରଲୋକ ।
ଖୋର୍ଦ୍ଧା,୧୬ I୧୦:ଓଡ଼ିଶା ବିଭିନ୍ନ ପାଲା ମଞ୍ଚରେ ଗାୟକ ମାନଙ୍କ ଦ୍ୱାରା ବୋଲା ଯାଉଥିବା ବିଦଗ୍ଧ କବିତା "ଅପରେସନ କୋଇଲି"ର ରଚ଼ୟତା ସ୍ବର୍ଗତ ଗାୟକ ରତ୍ନ ଲୋକନାଥ କରଙ୍କ
ପ୍ରତାପଶାସନ ଡିଗ୍ରୀ କଲେଜରେଦିବ୍ୟରଞ୍ଜନ ସଭାପତି, ସୌମ୍ୟରଞ୍ଜନ ଉପସଭାପତିଛାତ୍ରସଂସଦ ନିର୍ବାଚନ ଫଳାଫଳ
ବାଲିଅନ୍ତା,୧୫|୧୦(ଗୋବର୍ଦ୍ଧନ ଦାସ):ବାଲିଅନ୍ତା ବ୍ଲକ ଅଧିନ ବାଳକାଟି ସ୍ଥିତ ପ୍ରତାପଶାସନ ଡିଗ୍ରୀ କଲେଜରେ ଅନୁଷ୍ଠିତ ଛାତ୍ରସଂସଦ ନିର୍ବାଚନର ଫଳାଫଳ ପ୍ରକାଶ ପାଇଛି।ଆଜି ୮ ଟାରୁ ଅପରାହ୍ନ ୨ ଟା
ରାଉରକେଲାରେ ରେଳବାଇର ମିଳିତ ମକ୍ ଡ୍ରିଲ୍…ବିପର୍ଯ୍ୟୟ ମୁକାବିଲା ଓ ଜରୁରୀକାଳୀନ ଉଦ୍ଧାର କାର୍ଯ୍ୟର ପ୍ରସ୍ତୁତି ଉପରେ ଗୁରୁତ୍ୱ…..
ରେଳବାଇରେ ଜରୁରୀକାଳୀନ ପରିସ୍ଥିତିର ମୁକାବିଲା, ତ୍ୱରିତ ଉଦ୍ଧାର କାର୍ଯ୍ୟ ଏବଂ ବିଭିନ୍ନ ସଂସ୍ଥା ମଧ୍ୟରେ ସମନ୍ୱୟକୁ ଅଧିକ ସୁଦୃଢ଼ କରିବା ଉଦ୍ଦେଶ୍ୟରେ ଦକ୍ଷିଣ ପୂର୍ବ ରେଳବାଇର ଚକ୍ରଧରପୁର
ପଲ୍ୟୁସନ ବୋର୍ଡ ସଦସ୍ୟ ସଚିବଙ୍କୁ ଭେଟିଲା ସୈନିକସ୍କୁଲ ବଞ୍ଚାଅ ଓ ଅଳିଆଗଦା ହଟାଅ ଅଭିଯାନ
ପୂଜାରେ ଡମପିଙ୍ଗ ୟାର୍ଡ଼କୁ ଅଳିଆଗାଡ଼ି ବନ୍ଦ ନକଲେ ଅନଶନ ନିଷ୍ପତି ଭୁବନେଶ୍ୱର ତା 14 ରିଖ l ସୈନିକସ୍କୁଲ ବେଆଇନ ବିଷାକ୍ତ ଅଳିଆ ଗଦା ସ୍ଥାନାନ୍ତର ପାଇଁ
vମହିମା ମହିଳା କମିଟି ପକ୍ଷରୁ ମନ୍ଦିର ସଫେଇ ମହିମା ମହିଳା କମିଟି ପକ୍ଷରୁ ମନ୍ଦିର ସଫେଇ କାର୍ଯ୍ୟକ୍ରମକାର୍ଯ୍ୟକ୍ରମ
ଭୁବନ,୧୩: ମନରେ ଆଧ୍ୟାତ୍ମିକ ଚେତନା ଓ ସ୍ୱଚ୍ଛ ପରିବେଶକୁ ଆଧାର କରି ଓଡ଼ିଶ ଗ୍ରାମର ପଶ୍ଚିମ ଦିଗରେ ଥିବା ମା’ ଚର୍ଚ୍ଚିକା ଦେବୀଙ୍କ ମନ୍ଦିର, ହନୁମାନ ମନ୍ଦିର
କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ “ସୁରଭୀ” କାର୍ଯ୍ୟକ୍ରମ ଅନୁଷ୍ଠିତପ୍ରତାପଶାସନ ବାଳିକା ଉଚ୍ଚ ବିଦ୍ୟାଳୟ ଛାତ୍ରୀଙ୍କ ସଫଳତା
ବାଲିଅନ୍ତା,୧୩|୧୦( ଗୋବର୍ଦ୍ଧନ ଦାସ):ବାଲିଅନ୍ତା ବ୍ଲକ ଶିକ୍ଷାଧିକାରୀ ଅଧିନ ପ୍ରତାପଶାସନ ବାଳକ ଉଚ୍ଚ ବିଦ୍ୟାଳୟରେ କ୍ଲଷ୍ଟରସ୍ତରୀୟ ସୁରଭୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି l ଏଥିରେ ପ୍ରତାପଶାସନ କ୍ଲଷ୍ଟରର ସମସ୍ତ
ସ୍ନିଗ୍ଧା ଏକାଡ଼େମୀର କନ୍ୟାମାନଙ୍କ ଦ୍ୱାରାନବମାତୃକା ପୂଜା
ଭୁବନେଶ୍ୱର, ୧୨.୧୦ : ଆର୍ଯ୍ୟସମାଜ ଓଡ଼ିଶା ପକ୍ଷରୁ ଅନୁଷ୍ଠିତ ରାଜ୍ୟସ୍ତରୀୟ ନବମାତୃକା ପୂଜାରେ ଭୁବନେଶ୍ୱର ସ୍ନିଗ୍ଧା ଏକାଡ଼େମୀର ଅଧ୍ୟକ୍ଷା ଶ୍ରୀମତୀ ବିିଚିତ୍ରା ରଥଙ୍କ ନେତୃତ୍ୱରେ ସର୍ବସୁଶ୍ରୀ ରାଜଶ୍ରୀ
@ ଏକାମ୍ର ମା’ ଦୁର୍ଗା ମହୋତ୍ସବ-୨୦୨୬ସ୍ମରଣିକା “ମହାଦେବୀ” ଉନ୍ମୋଚିତ
@ ବରିଷ୍ଠ ମୂର୍ତି କାରିଗର ଶ୍ରୀଯୁକ୍ତ ବିଦ୍ୟୁତ ପ୍ରଧାନ ଓ ବରିଷ୍ଠ ମେଢ କାରିଗର ଶ୍ରୀଯୁକ୍ତ ନବ କିଶୋର ବଟୁଙ୍କୁ “ମହାଦେବୀ ସମ୍ମାନ-୨୦୨୬” @ ଏକାମ୍ର ଭୁବନେଶ୍ଵର
“ମା”ଙ୍କୁ ପୂଜା ସମାଜ ସଂସ୍କାରର ଏକ ଦୃଢବାର୍ତ୍ତା
ବାଚସ୍ପତି ଶ୍ରୀମତୀ ପାଢୀଭଗବାନ ମୀନ ଅବତାର ଥିଲେ ମହର୍ଷି ଦୟାନନ୍ଦ : ପଦ୍ମଶ୍ରୀ ବାବା ବଳିଆଆର୍ଯ୍ୟସମାଜ ପକ୍ଷରୁ ନବମାତୃକା ପୂଜାମହାସମାରୋହରେ ଅନୁଷ୍ଠିତଭୁବନେଶ୍ୱର, ୧୧.୧୦ : ନବରାତ୍ରର ପ୍ରଥମ
ସୈନିକସ୍କୁଲ ପାଖରୁ ଡମ୍ପିୟାର୍ଡ଼ ହଟାଇବାକୁ ପ୍ରତିରକ୍ଷା ମନ୍ତ୍ରାଳୟ ଆଦେଶର ତୁରନ୍ତ ପାଳନ ପାଇଁ ମୁଖ୍ୟସଚିବଙ୍କୁ ଭେଟିବ ସୈନିକସ୍କୁଲ ବଞ୍ଚାଅ ଓ ଅଳିଆଗଦା ହଟାଅ ଅଭିଯାନ
ପୁଣି ଅଳିଆଗାଡ଼ି ବନ୍ଦ କରିବାପାଇଁ ନିଷ୍ପତି ଭୁବନେଶ୍ୱର ତା 11 ରିଖ l ସୈନିକସ୍କୁଲ ବେଆଇନ ବିଷାକ୍ତ ଅଳିଆ ଗଦା ପାଇଁ ଅଜି ସାରା ଦେଶରେ ଆମକୁ
Politics
ନାଚୁଣୀ ମହାବିଦ୍ୟାଳୟରେ ଉଦ୍ୟାନ କୃଷିର ସଫଳ ପ୍ରୟୋଗ ସମ୍ବନ୍ଧୀୟ ଆଲୋଚନା ଚ଼କ୍ର
ବାଲୁଗାଁ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଳିତ ହେଲା ୮୦ତମ ସ୍ୱାଧୀନତା ଦିବସ
Entertainment
ଶୁଭ୍ରା ଦାସଙ୍କ ‘କଳା ପ୍ରେମେ ହେଲି ବାଇ’କବିତା ପୁସ୍ତକ ଉନ୍ମୋଚିତ