ବାଳକାଟି: ସକାଳ ୮ଟା୧୫ମିନିଟ୍ ସମୟରେ ଅନଲାଇ ଏବଂ ଅଫଲାଇନ ମାଧ୍ଯମରେ ଚକରଇଷ୍ଟିଚ୍ବୁଟ ଅଫ ଯୋଗ ଟ୍ରଷ୍ଟ ତରଫରୁ ୧ମ ତମ ବିଶ୍ବ ଧ୍ଯାନ ଦିବସ ପାଳିତ ହୋଇଯାଇଛି | ଏଥିରେ ଟ୍ରଷ୍ଟର ସମ୍ପାଦକ ତଥା ଯୋଗଏବଂ ପ୍ରାକୂତିକ ଚିକିତ୍ସକ ଡକ୍ଟର ଦୀପକ ରଞ୍ଜନ ବେହେରାଙ୍କ ଦ୍ବାରା ବିଶ୍ବ ଧ୍ଯ୍ଯାନ ଦିବସଟିକୁ ଅନଲାଇନ ଜରୀଆରେ ଭଦ୍ରକରୁ ହିମାଂଶୁ ଶେଖର ରାଉତ,ମତୋରୁ ସୁବ୍ରବତ ସାହୁ,ନିଆଳିରୁ ସୁନିତା ଲେଙ୍କା ଏବଂ ବାଲେଶ୍ବରରୁ ସୁଶ୍ରୀଦିବ୍ଯଜ୍ଯୋତି ପରିଡା ଉପସ୍ଥିତ ରହି ଧ୍ଯ୍ଯାନ ବିଷୟରେ ବୁଝିବାପରେ ୧ଘଣ୍ଚା୩୨ମିନିଟ୍ ପର୍ଯ୍ଯନ୍ତ ଧ୍ଯ୍ଯାନ ଅଭ୍ଯାସ କରିଥିଲେ | ପ୍ରଥମେ ଡକ୍ଟର ଦୀପକ ରଞ୍ଜନ ବେହେରା ବୁଝାଇଥିଲେ ଯେ ଅଷ୍ଟାଙ୍ଗ ଯୋଗରେ ୭ମ ସ୍ଥିତିରେ ଥିବା ଧ୍ଯ୍ଯାନ ଅଟେ |
ଧ୍ଯ୍ଯାନ ହେଉଛି ଅପରିବର୍ତ୍ତିତ ଓ ଦୀର୍ଘ ଧାରଣା ହିଁ ଧାନ ଅଟେ | ଅଖଣ୍ଡ ଭାବେ ଧାରଣାକଲେ ତାହା ଧାନରେ ରୂପାନ୍ତରିତ ହୁଏ | ଧାନ ଦ୍ବାରା ଆମକୁ କି ଉପକାର ମିଳେ ? ୧. ସ୍ମୃତିଶକ୍ତି ବଢ଼ିଥାଏ । ୨. ଅଶାନ୍ତି, ଦୁଃଖ, ଉତ୍ତେଜନା ଅବସାଦ। ଶୃଙ୍ଖଳା ଓ ବିକଶିତ ହୋଇଥାଏ | ୩. ଶୃଙ୍ଖଳା ଓ ସଦାଚାର ବିକଶିତ ହୁଏ । ୪. ମନ ଆଧ୍ୟାତ୍ମିକ ମାର୍ଗରେ ପରିଚାଳିତ ହୋଇଥାଏ | ୫. ଭାବନା ଶୁଦ୍ଧ ହୁଏ । ୬. ସକାରାତ୍ମକ ଚିନ୍ତା ଜାଗ୍ରତ କରେ । ୭. ଅନୁର୍ନିହିତ ଶକ୍ତି ବୃଦ୍ଧି ପାଏ I ୮. ମାନସିକ କ୍ରିୟା ପ୍ରକ୍ରିୟା ସଂଚାରିତ ଦୂରୀଭୂତ ହୁଏ । ୯. ଆତ୍ମଚର୍ଚ୍ଚା, ଅହଂକାର ଦୂରୀଭୂତ ହୁଏ | ୧୦. ଆଚରଣ ଶୃଙ୍ଖଳିତ ହୁଏ । ଏବଂ ମନୋବଳ ବୃଦ୍ଧି ପାଏ । ଧ୍ୟାନ ଦ୍ବାରା ଆମକୁ ଅନେକ ଉପକାର ମିଳେ | ଧ୍ଯାନ -ଯୋଗାସନ ଚାରି ପ୍ରକାର ହୋଇଥାଏ । ଯଥା- ଆସନ, ପ୍ରାଣାୟାମ, ଧାନ ଏବଂ ସୂର୍ଯ୍ୟ ନମସ୍କାର । ଧାନ ଶବ୍ଦର ଉତ୍ପତ୍ତି ସଂସ୍କୃତ ଶବ୍ଦ ‘ଧେୟ’ ଧାତୁରୁ ହୋଇଛି । ଯାହାର ଅର୍ଥ ହେଉଛି ଚିନ୍ତନ, ମନନ ବା ବିଚାର କରିବା। ୧. ଧ୍ଯାନ- ଏହି ଆସନରେ ସର୍ବ ପ୍ରଥମେ ପଦ୍ମାସନ ମୁଦ୍ରାରେ ବସନ୍ତୁ । ଦୁଇ ହାତକୁ ଜ୍ଞାନ ମୁଦ୍ରାରେ ରଖନ୍ତୁ । ଆଖି ବନ୍ଦ ରଖନ୍ତୁ । ବେକ ଏବଂ କମରକୁ ବିଲକୁଲ ସିଧା ରଖନ୍ତୁ । ଚିତ୍ତ ଶାନ୍ତ ରଖନ୍ତୁ ଏବଂ ଶ୍ବାସ, ପ୍ରଶ୍ଵାସ ଏବଂ ପ୍ରଶ୍ନସନ ଆସନରେ ବସି ଯାଆନ୍ତୁ । ୨. ଓଁ ମନ୍ତ୍ର ଧ୍ୟାନ ବିଧି- ଓଁ ମନ୍ତ୍ର ଧ୍ୟାନ କରିବା ପାଇଁ ପଦ୍ମାସନ ଏବଂ ସୁଖାସନରେ ବସି ଯାଆନ୍ତୁ । ଆଖି ବନ୍ଦ ଏବଂ ଦୁଇ ହାତକୁ ଜ୍ଞାନ ମୁଦ୍ରାରେ ରଖନ୍ତୁ । କମର ଏବଂ ବେକ ବିଲକୁଲ ସିଧା ରଖନ୍ତୁ । ମୁହଁରେ ଶାନ୍ତ ଭାବ ଏବଂ ମନ ସ୍ଥିର ହେବା ଉଚିତ। ଶରୀରର ସବୁ ମାଂସପେଶୀକୁ ଜିଲା ରଖନ୍ତୁ। ଶରୀରରେ କୌଣସି ଅନାବଶ୍ୟକ ହରକତ କରନ୍ତୁ ନାହିଁ । ତା ପରେ ଲମ୍ବା ନିଃଶ୍ବାସ ଭିତରକୁ ନେଇ ଓଁ ର ଲମ୍ବା ଉଚ୍ଚାରଣ। ମଝିରେ ରହିବେ ନାହିଁ । ନିଜର ପୂରା ଧ୍ୟାନ ଉଚ୍ଚାରଣ ଉପରେ ହିଁ ରଖନ୍ତୁ । ଆରମ୍ଭରେ ଏହି ଅଭ୍ୟାସ ପାଞ୍ଚ ମିନିଟ୍ ପାଇଁ କରନ୍ତୁ । ତା ପରେ ସମୟ ବଢେଇ ୨୦ ରୁ ୨୫ ମିନିଟ୍ ପର୍ଯ୍ୟନ୍ତ କରନ୍ତୁ। ଲାଭ- ଉଚ୍ଚ ରକ୍ତଚାପ, ମାନସିକ ଅଶାନ୍ତି, କୋଷ୍ଠକାଠିନ୍ୟ, ଗ୍ୟାସ, ଅଜୀର୍ଣ୍ଣ, ହୃଦ୍ ରୋଗ, ପାଗଳପଣ, ଏକାକୀପଣ ଏବଂ କ୍ରୋଧକୁ କମ କରେ। ଖନେଇ କଥା କହୁଥିବା ଲୋକ ଏହାକୁ ଅଭ୍ୟାସ କଲେ ମଧ୍ୟ ଠିକ୍ ହୋଇଯାଏ। ଏଥିରେ ଧାନରୁ ବିଚାରକୁ ରୋକି ମସ୍ତିଷ୍କକୁ ପୂରା ବିଶ୍ରାମ ଦିଆଯାଏ । ଏଥିରେ ଖାଲି ସଂସାର ନୁହେଁ ଆତ୍ମ ସାକ୍ଷାତକାର ମଧ୍ଯ ହୋଇଥାଏ ଏବଂ ଜ୍ଞାନ ଉଦୟ ହୋଇଥାଏ। ଓଁ ମନ୍ତ୍ରର ଲୟବଦ୍ଧତା ଆପଣଙ୍କର ଅଲୌକିକ ଆଭାମଣ୍ଡଳକୁ ବିକସିତ କରିଥାଏ । ଓଁ ହେଉଛି ପରମ ପିତା ପରମେଶ୍ଵରଙ୍କ ସର୍ବୋତ୍ତମ ନାମ। ଏହି ଉଚ୍ଚାରଣରେ ଆମେ ବ୍ରହ୍ମା ବିଷ୍ଣୁ ଏବଂ ମହେଶ୍ଵରଙ୍କୁ ଆହ୍ଵାନ କରିଥାନ୍ତି ଏବଂ ସେମାନଙ୍କର ଗୁଣକୁ ନିଜ ଭିତରେ ଧାରଣ କରିଥାନ୍ତି । ଆମେ ବର୍ତ୍ତମାନରେ ଜୀଇଁବାକୁ ଲାଗନ୍ତି । ଆଖି ବନ୍ଦ କରି ଦୁଇ ହାତକୁ ଜ୍ଞାନ ମୁଦ୍ରାରେ ରଖନ୍ତୁ । ମନେମନେ ଅନାହଦ ନାଦକୁ ଶୁଣିବାକୁ ଚେଷ୍ଟା କରନ୍ତୁ। ୩. ଗୁଞ୍ଜନ ଧ୍ୟାନ- ଏହି ଧାନକୁ ଅଭ୍ୟାସ କରିବା ପାଇଁ ସୁଖାସନ କିମ୍ବା ପଦ୍ମାସନରେ ବସିଯାଆନ୍ତୁ। ଆଖି ବନ୍ଦ କରନ୍ତୁ ଏବଂ ହାତକୁ ଜ୍ଞାନ ମୁଦ୍ରାରେ ରଖନ୍ତୁ ଏବଂ ଗଭୀର ନିଃଶ୍ବାସ ନେଇ ଓଁ ର ଉଚ୍ଚାରଣ କରନ୍ତୁ । ଓଁ ଉଚ୍ଚାରଣ ଉପରେ ଅଧିକ ଧ୍ୟାନ ଦିଅନ୍ତୁ । ଏହି ଅଭ୍ୟାସ ପ୍ରତିଦିନ ଅତି କମରେ ୧୦ ମିନିଟ୍ କରନ୍ତୁ । ଲାଭ- ଏହି ଧାନରେ ଯେତେବେଳେ ଓଁ ଉଚ୍ଚାରଣ ହୁଏ, ମସ୍ତିଷ୍କରେ ସୁପ୍ତ ଶକ୍ତି ଜାଗ୍ରତ ହୋଇଥାଏ। ମନ୍ତ୍ର ଉଚ୍ଚାରଣରେ ବା ଏହି ସ୍ଵର କଣ୍ଠରୁ ଉଚ୍ଚାରଣ ହେବା ଦ୍ଵାରା ଏହାର ପ୍ରଭାବ ହୃଦୟ ଉପରେ ପଡେ ଫଳରେ ରକ୍ତ ଶୁଦ୍ଧ ହୋଇଥାଏ ଏବଂ ରକ୍ତ ସଞ୍ଚାଳନ ବଢିଥାଏ। ଏହାକୁ ଅଭ୍ୟାସ କରିବା ଦ୍ଵାରା ଘୁଙ୍ଗୁଡି, ଦମା ଏବଂ କାଶ ଦୂର ହୋଇଥାଏ। ଏହି ଅଭ୍ୟାସ ଛାତି ଏବଂ ଗଳାକୁ ପୁଷ୍ଟ କରେ । ଓଁ ଧ୍ୟାନର ଦିବ୍ୟ ଗୁଣ କର୍ମ ସ୍ଵଭାବକୁ ଆନନ୍ଦମୟ କୋଷ, ବିଜ୍ଞାନମୟ କୋଷ, ମନୋମୟ କୋଷ, ପ୍ରାଣମୟ କୋଷରେ ଧାରଣ କରିବା ଦ୍ବାରା ଶରୀର ଜ୍ଞାନ ସ୍ଵରୂପ ବ୍ରହ୍ମ ସହିତ ମିଳିତ ହୁଏ। ପରେପରେ ସମସ୍ତଙ୍କୁ ଧନ୍ଯବାଦ ଜଣାଇ କାର୍ଯ୍ଯକ୍ରମକୁ ବିରାମ ଦିଆଯାଇଥିଲା |
ଚକରଇଷ୍ଟିଚ୍ବୁଟ ଅଫ ଯୋଗତରଫରୁ ୧ମ ତମ ବିଶ୍ବ ଧ୍ଯାନ ଦିବସ ପାଳିତ
Social Share On:
Utkal Bulletin Is Now On WhatsApp Join And Get Latest News Updates Delivered To You Via WhatsApp
Social Share On:
Related News
ମ.ରାମପୁର ସବ୍ ରେଜିଷ୍ଟର ଅଧିକାରୀଙ୍କ ନାମରେ ମାତ୍ରାଧିକ ବେଞ୍ଚ ମାର୍କ ମୂଲ୍ୟ ଦାବୀ ନେଇ ଅଭିଯୋଗ
କଳାହାଣ୍ଡି,୧୪।୩(ପ୍ୟାରିଲାଲ ଦୁର୍ଗା ଙ୍କ ରିପୋର୍ଟ)କଳାହାଣ୍ଡି ଜିଲ୍ଲା, ମ.ରାମପୁର ସବ୍ ରେଜିଷ୍ଟର ସୌଦାମିନି ମାଝି ଜମି ରେଜିଷ୍ଟ୍ରେସନ୍ ବାବଦକୁ ସରକାର ଙ୍କ ନିୟମ ଉଲଂଘନ କରି ନିଜ ମନ ମୁତାବକ କାର୍ଯ୍ୟ କରୁଥିବାର ଅଭିଯୋଗ ହୋଇଛି। ଏଠାରେ ପ୍ରକାଶ ଯେ ମ.ରାମପୁର ସରପଞ୍ଚ
ଚିତାବାଘ ର ନଖ ଜବତ ତିନି ଯୁବକ ଗିରଫ ଓ କୋର୍ଟ ଚାଲାଣ
କଳାହାଣ୍ଡି,୧୪|୩(ପ୍ୟାରିଲାଲ ଦୁର୍ଗା ଙ୍କ ରିପୋର୍ଟ):ବେଆଇନ ଭାବେ ବନ୍ୟଜନ୍ତୁ ଙ୍କ ର ଶିକାର କରି ବ୍ୟବସାୟ ଚାଲୁଥିବା ସମ୍ପର୍କରେ କୌଣସି ସୂତ୍ରରୁ ସୂଚନା ପାଇ କଳାହାଣ୍ଡି ଉତ୍ତର ବନଖଣ୍ଡ ଅଧୀନ କେଗାଁ ରେଞ୍ଜର ବନ କର୍ମଚାରୀ ମାନେ ଗରଗାବ ସେକ୍ସନ ଅଧୀନ କାନ୍ଦୁଲଝର
ସଶକ୍ତ ଓଡିଶା ପକ୍ଷରୁ ବିଶ୍ୱ ମହିଳା ଦିବସ ଅନୁଷ୍ଠିତ
ଭୁବନେଶ୍ୱର, 08/03/ 26: ସାମାଜିକ ଅନୁଷ୍ଠାନ "ସଶକ୍ତ ଓଡିଶା"ପକ୍ଷରୁ ସ୍ଥାନୀୟ ସିଆରପି ସ୍ଥିତ କାର୍ଯ୍ୟାଳୟ ଠାରେ "ବିଶ୍ୱ ମହିଳା ଦିବସ -2026 ଆବାହକ ବିଜୟ କୁମାର ପ୍ରଧାନଙ୍କ ସଂଯୋଜନା ଓ ସଭାପତିତ୍ବ ରେ ଅନୁଷ୍ଠିତ ହୋଇ ଯାଇଛି l ମହିଳା ସଶକ୍ତିକରଣ
ଆନ୍ତର୍ଜାତୀୟ ମହିଳା ଦିବସ ଉପଲକ୍ଷେ ନାଟକ ‘ଖାଣ୍ଟି ସୁନା’
ଚିଲିକା: ଆନ୍ତର୍ଜାତୀୟ ମହିଳା ଦିବସ ପାଳନ ଅବସରରେ ବାଲୁଗାଁସ୍ଥିତ ମା' ଭଗବତୀ କଳା ନିକେତନ ର ଓଡ଼ିଆ ଅସ୍ମିତା ଉପରେ ଆଧାରିତ ନାଟକ "ଖାଣ୍ଟି ସୁନା" ଗୈ।ରୀ ସାଂସ୍କୃତିକ ପ୍ରତିଷ୍ଠାନ, ଖୋର୍ଦ୍ଧା ଆନୁକୁଲ୍ୟରେ ମଞ୍ଚସ୍ଥ ହୋଇଯାଇଛି। ଡ଼ଃ ପ୍ରଦୀପ ଭୈମିକ ଙ୍କ
ବିଶ୍ଵ ମହିଳା ଦିବସକୁ ନେଇ ଏସବିଆଇ, ରାମଜୀ ଫାଉଣ୍ଡେସନ ତରଫରୁ ଜରାୟୁ କର୍କଟ ରୋଗ ସଚେତନତା ଶିବିର
କଳାହାଣ୍ଡି,୮|୩(ପ୍ୟାରିଲାଲ ଦୁର୍ଗା ଙ୍କ ରିପୋର୍ଟ): ଆଜି ସାରା ବିଶ୍ୱରେ ବିଶ୍ୱ ମହିଳା ଦିବସ ପାଳନ କରୁଥିବା ବେଳେ କଳାହାଣ୍ଡି ଜ଼ିଲ୍ଲା କେସିଙ୍ଗା ଠାରେ ଏସବିଆଇ ଓ ରାମଜୀ ଫାଉଣ୍ଡେସନ ତରଫରୁ ବିଶ୍ଵ ମହିଳା ଦିବସ ପାଳନ ଅବସରରେ କେସିଙ୍ଗା ଏନ୍ଏସିର ବୋରିଙ୍ଗପଦର
ଧର୍ମଗଡ ତାଳୁକ ଆଇନ ସେବା ସମିତି ତରଫରୁ ବିଶ୍ୱ ମହିଳା ଦିବସ ପାଳିତ
କଳାହାଣ୍ଡି,୮|୩(ପ୍ୟାରିଲାଲ ଦୁର୍ଗା ଙ୍କ ରିପୋର୍ଟ): କଳାହାଣ୍ଡି ଜ଼ିଲ୍ଲା ଧର୍ମଗଡ଼ ତାଲୁକ ଆଇନ ସେବା ସମିତି ଦ୍ବାରା ଅତିରିକ୍ତ ଜିଲ୍ଲା ଜର୍ଜ ତଥା ତାଲୁକ ଆଇନ ସେବା ସମିତିର ଅଧ୍ୟକ୍ଷ ସୁରେଶ ଚନ୍ଦ୍ର ପ୍ରଧାନ ଙ୍କ ଅଧ୍ୟକ୍ଷତାରେ ସ୍ଥାନୀୟ ଶକ୍ତି ସଦନ ଗୃହରେ
ବିଶ୍ୱ ମହିଳା ଦିବସ ଅବସରରେ – “ସମାଜସେବାରେ ସମିତା”
ଅଦ୍ୟମ ଇଚ୍ଛାଶକ୍ତି, ନିଷ୍ଠା, ଏକାଗ୍ରତା । ଅଧ୍ୟ୍ୟବସାୟ ଆଗରେ କୌଣସି ପ୍ରତିବନ୍ଧକ ବି ହାର ମାନିଥାଏ। ଜୀବନର ସଂଘର୍ଷର ବହୁ ଘାତ ପ୍ରତିଘାତ ମଧ୍ୟରେ ଗତି କରି ସମାଜ ପାଇଁ କିଛିି କରିବାର ଦୃଢ଼଼ ଭାବନା ତାଙ୍କୁ ଆଣି ଦେଇଛି ଏକ
ଇନ୍ଦିରା ଗାନ୍ଧୀ ଜାତୀୟ ମୁକ୍ତ ବିଶ୍ୱବିଦ୍ୟାଳୟ ସହ-ନିର୍ଦ୍ଦେଶକଙ୍କ ବିଯୋଗ
ଚିଲିକା : ଗତକାଲି ଅପରାହ୍ନ ୫ ଘଟିକା ସମୟରେ ଇନ୍ଦିରା ଗାନ୍ଧୀ ଜାତୀୟ ମୁକ୍ତ ବିଶ୍ୱବିଦ୍ୟାଳୟ ଭୁବନେଶ୍ୱର ଶାଖାର ପ୍ରାକ୍ତନ୍ ସହ-ନିର୍ଦ୍ଦେଶକ ପ୍ରଦୀପ କୁମାର ରଥଙ୍କ ଭୁବନେଶ୍ୱରସ୍ଥିତ ଏମ୍ସ୍ ହସପିଟାଲ ଠାରେ ଚିକିତ୍ସାଧିନ ଅବସ୍ଥାରେ ପରଲୋକ ହୋଇ ଯାଇଅଛି। ମୃତ୍ୟୁ ବେଳକୁ
ପିସ୍ଲିଲି ପ୍ରି-ସ୍କୁଲର ୩ୟ ବାର୍ଷିକ ଉତ୍ସବ ଅନୁଷ୍ଠିତ
ଭୁବନେଶ୍ୱର: ସ୍ଥାନୀୟ ଗୁରୁ କେଳୁଚରଣ ମହାପାତ୍ର ନୃତ୍ୟ ଗବେଷଣା କେନ୍ଦ୍ରଠାରେ ପିସ୍ଲିଲି ପ୍ରି-ସ୍କୁଲର ଡେ-କେୟାର ର ତୃତୀୟ ବାର୍ଷିକ ଉତ୍ସବ ଓ ପୁରସ୍କାର ବିତରଣ ସଂଯୋଜିକା ଆଦ୍ୟାଶାଙ୍କ ସଂଯୋଜନାରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ବିଶିଷ୍ଟ ଅଭିନେତ୍ରୀ ତଥା
ଇଟିପୁର ଆଞ୍ଚଳିକ ସରକାରୀ ଉଚ୍ଚ ବିଦ୍ୟାଳୟରେ ବାର୍ଷିକୋତ୍ସବ ପାଳିତ
ବାଲିଅନ୍ତା,୬|୩: ଭୁବନେଶ୍ୱର ବ୍ଲକ ଅଧିନ ଇଟିପୁର ସ୍ଥିତ ଆଞ୍ଚଳିକ ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ଆଜି ମହାସମାରୋହରେ ବିଦ୍ୟାଳୟର ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି।ବିଦ୍ୟାଳୟର ପ୍ରଧାନଶିକ୍ଷୟିତ୍ରୀ ସନ୍ଧ୍ୟାରାଣୀ ବେହେରାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ସଭାରେ ଭୁବନେଶ୍ୱର ବ୍ଲକ ଅଧ୍ୟକ୍ଷା ନିରୁପମା ସାହୁ
ପ୍ରତାପ ଶାସନ ଡିଗ୍ରୀ କଲେଜରେ ଛାତ୍ରୀମାନଙ୍କ ଆତ୍ମରକ୍ଷା କୌଶଳ ଶିବିର
ବାଲିଅନ୍ତା : ବାଳକାଟୀସ୍ଥିତ ପ୍ରତାପ ଶାସନ ଡିଗ୍ରୀ କଲେଜ ପରିସରରେ ଛାତ୍ରୀମାନଙ୍କ ଆତ୍ମରକ୍ଷା କୌଶଳ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇ ଯାଇଛି । ପ୍ରଥମ ବର୍ଷର 87 ଛାତ୍ରୀଙ୍କୁ ନେଇ ଏହି ଶିବିର ଅନୁଷ୍ଠିତ ହୋଇଥିଲା । ଫେବୃଆରୀ 20 ତାରିଖରୁ
ଇଚ୍ଛାପୁରରେ ନୂତନ ମନ୍ଦିର ପ୍ରତିଷ୍ଠା
ଚିଲିକା: ଚିଲିକା ବ୍ଲକ ଅନ୍ତର୍ଗତ ଇଚ୍ଛାପୁର ଗ୍ରାମରେ ଗୁରୁବାର ଦିନ ତାରେଣୀ ଠାକୁରାଣୀଙ୍କ ନୂତନ ମନ୍ଦିର ପ୍ରତିଷ୍ଠା କରାଯିବା ସହ ମା' ଙ୍କ ବିଗ୍ରହ ସ୍ଥାପନ କରାଯାଇଛି । ଏହି ଉପଲକ୍ଷେ ମଙ୍ଗଳବାର ଦିନ ଅଙ୍କୁରାରୋପଣ କରାଯାଇଥିଲା। ବୁଧବାର ଦିନ କଳସ
ଧୂମଧାମରେ ହୋଲି ଉତ୍ସବ ପାଳନ
ବାଲିଅନ୍ତା,୫|୩: ରଙ୍ଗର ପର୍ବ ହୋଲି ବାଳକାଟି ଏବଂ ଏହାର ଆଖପାଖ ଅଞ୍ଚଳରେ ଧୁମଧାମ ପାଳନ ହୋଇଯାଇଛି l ଉତ୍ସବମୁଖର ହୋଇଉଠିଥିଲେ ଛୋଟ ପିଲା ଠାରୁ ଆରମ୍ଭ କରି ବୟସ୍କ ପର୍ଯ୍ୟନ୍ତ l ଭାଇଚାରାର ଏହି ପର୍ବ ପାଳନ କରିବା ନିମନ୍ତେ ସକାଳୁ
ଶାସ୍ତ୍ରୀଜି ଶିକ୍ଷା ନିକେତନ ଛାତ୍ରଙ୍କ ପାଣିରେ ବୁଡି ମୃତ୍ୟୁ
ହୋଲି ଖେଳ ହେଲା କାଳ କଳାହାଣ୍ଡି,୬,୩(ପ୍ୟାରିଲାଲ ଦୁର୍ଗା ଙ୍କ ରିପୋର୍ଟ): ବୁଧବାର ଦିନ ହୋଲି ଖେଳ ପାଇଁ ଚାରିଆଡ଼େ ଉତ୍ସବ ମାହୋଲ ଥିବା ବେଳେ ଭବାନୀପାଟଣା ସହରରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି I ହୋଲି ଖେଳି ସାରି ସାଙ୍ଗମାନଙ୍କ
ପଲ୍ଲବୀ ନାଟ୍ୟ କଳା ପରିଷଦର ବାର୍ଷିକ ଉତ୍ସବ ଓ ଗୁରୁ ସମ୍ବର୍ଦ୍ଧନା
ଚିଲିକା:ବାଣପୁର-ଚିଲିକା ଅଞ୍ଚଳର ଅଗ୍ରଣୀ ନାଟ୍ୟ ସଂସ୍ଥା ପଲ୍ଲବୀ ନାଟ୍ୟ କଳା , ମଠପୁର ର ୬ଷ୍ଠ ସାମ୍ବତ୍ସରିକ ଉତ୍ସବ ପାଳନ ଅବସରରେ ସାଂସ୍କୃତିକ କ୍ଷେତ୍ରରେ ପାରଦର୍ଶିତା ଅର୍ଜନ କରିଥିବା ଗୁରୁମାନଙ୍କୁ ନେଇ ସମ୍ବର୍ଦ୍ଧନା ଓ ଶିଶୁ ପ୍ରତିଭା ଚୟନ କାର୍ଯ୍ୟକ୍ରମ ଅନୁଷ୍ଠିତ
ଟଙ୍କପାଣି ଗ୍ରାମରେ ଦୋଳ ଉତ୍ସବ ପାଳିତ
ବାଲିଅନ୍ତା,୫|୩: ଭୁବନେଶ୍ୱର ଉପକଣ୍ଠ ଟଙ୍କପାଣି ଗ୍ରାମରେ ୨ ଦିନ ଧରି ଦୋଳ ଉତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି l ଦ୍ୱାଦଶରୁ ଚତୁର୍ଦ୍ଦଶୀ ପର୍ଯ୍ୟନ୍ତ ରାତିରେ ସୁସଜ୍ଜିତ ବିମାନରେ ବିମାନରେ ମା' ଟଙ୍କପାଣି, ହରପାର୍ବତୀ, ଲକ୍ଷ୍ମୀ ନାରାୟଣଙ୍କ ଚଳନ୍ତି ପ୍ରତିମା ବିରାଜମାନ କରି
କଳାହାଣ୍ଡି ଜିଲ୍ଲାର ପ୍ରବାଦ ପୁରୁଷ ଦୟାନିଧି ନାଏକଙ୍କ ୧୧୦ତମ ଜନ୍ମଦିନ ପାଳିତ
କଳାହାଣ୍ଡି,୪|୩(ପ୍ୟାରିଲାଲ ଦୁର୍ଗା ଙ୍କ ରିପୋର୍ଟ): କଳାହାଣ୍ଡି ଜିଲ୍ଲାର ପ୍ରବାଦପୁରୁଷ ଓ ବିକାଶର ଅଗ୍ରଦୂତ ଭାବେ ସାରା ରାଜ୍ୟରେ ଖ୍ଯାତିଅର୍ଜନ କରିଥିବା ବିଶିଷ୍ଟ ରାଜନୀତିଜ୍ଞ, ସମାଜସେବୀ, ସଂସ୍କାରକ,ମେଧାବୀ, ସର୍ବୋପରି ଜଣେ ଜନପ୍ରତିନିଧି ତଥା ଲୋକପ୍ରିୟ ମନ୍ତ୍ରୀ ଦୟାନିଧି ନାଏକଙ୍କ ୧୧୦ ତମ ଜନ୍ମଦିନ
ଧର୍ମଗଡରେ ନୂତନ ମହିଳା ଡିଏସପି ଆଇପିଏସ ସୂଶ୍ରୀ ଭର୍ଷିଥା ଅଡ଼େପୁ
କଳାହାଣ୍ଡି,୩|୩,(ପ୍ୟାରିଲାଲ ଦୁର୍ଗା): କଳାହାଣ୍ଡି ଜ଼ିଲ୍ଲା ଧର୍ମଗଡ ଉପଖଣ୍ଡ ରେ ନୂତନ ଭାବେ ଯୋଗଦାନ ଦେଲେ ମହିଳା ଆଇପିଏସ ସୂଶ୍ରୀ ଭର୍ଷିଥା ଅଡେପୂ | ମହିଳା ଡିଏସପି ସୂଶ୍ରୀ ଭର୍ଷିଥା ଅଡେପୂ ଧର୍ମଗଡ ଉପଖଣ୍ଡ ପୋଲିସ ଅଧିକାରିଣୀ ଭାବେ ଯୋଗଦାନ ଦେଇ କାର୍ଯ୍ୟଭାର
‘ଓଡ଼ିଆ କଳାକାରଙ୍କ ସ୍ୱର’ ର ୩ୟ ବାର୍ଷିକ ନିର୍ବାଚନ ପ୍ରକ୍ରିୟା ସମ୍ପୂର୍ଣ
ଭୁବନେଶ୍ୱର: ଓଡ଼ିଶାର ଆଗଧାଡିର ସଂଗଠନ ଓଡ଼ିଆ କଳାକାରଙ୍କ ସ୍ୱର (OKS) ର ୩ୟ ବାର୍ଷିକ ନିର୍ବାଚନ ପ୍ରକ୍ରିୟା ଆନୁଷ୍ଠାନିକ ଭାବେ ସମ୍ପୂର୍ଣ ହୋଇଛି ।ଏହି ପ୍ରକ୍ରିୟାରେ OKS ପରିବାରର ସଦସ୍ୟ ଏବଂ ସଦସ୍ୟା ମାନେ ନିଜର ମତ୍ତ ଦାନ କରି, ନୂତନ
ଚାଚେରୀ ଖିଆକୁ ବାହାରିଲେ ମା’ଭଗବତୀ
ଏଥରଗ୍ରହଣ ଯୋଗୁଁ ଚତୁର୍ଦ୍ଦଶୀରେ ହେବ ବାପଘର ପଖାଳ ଖିଆ । ଚିଲିକା,୨।୩: ଉତ୍କଳରେ ଦୋଳଗୋବିନ୍ଦ ପାଇଁ ଦୋଳପର୍ବ ହୋଇଥିବା ବେଳେ ଶକ୍ତିପୀଠ ବାଣପୁରରେ ମା' ଭଗବତୀଙ୍କ ଚ଼ାଚ଼େରୀଖିଆ ଏକ ନିଆରାପରମ୍ପରା । ଫାଲଗୁନ ଶୁକ୍ଳ ତ୍ରୟୋଦଶୀରେ ମା'ଙ୍କ ମନ୍ଦିର ସହିତ ସଂଶ୍ଳିଷ୍ଟ
Politics
ସଶକ୍ତ ଓଡିଶା ପକ୍ଷରୁ ପ୍ରତିବାଦ ସଭା ସହିତ ସ୍ମାରକପତ୍ର ପ୍ରଦାନ
ଚନ୍ଦ୍ରଶେଖର ଦେବ ବ୍ରାହ୍ମଣ ସମିତି ବୈଠକ
ମନ୍ଦାକିନୀ ବାଣୁଆଁ ବଲାଙ୍ଗୀରର ଯୁବ କଂଗ୍ରେସ ପ୍ରଭାରୀ
Entertainment
ତଳଆମ୍ବପଦରରେ ରକ୍ତାକ୍ତ ସଂଘର୍ଷ: ୨୧ ଜଣ ଗିରଫ