କଳାହାଣ୍ଡି, ୦୮/୦୩, ଜଗନ୍ନାଥ ନାଏକ (ଉତ୍କଳ ବୁଲେଟିନ) : କଳାହାଣ୍ଡି ଜିଲ୍ଲା ନର୍ଲା ଠାରୁ ଭାୟା ରୁପ୍ରାରୋଡ୍, ରୁପ୍ରା ଦେଇ ପଲମକୁ ସଂଯୋଗ କରୁଥିବା PWD ରାସ୍ତାର ରୁପ୍ରା ବେଙ୍ଗପୁଜା ଛକ ନିକଟରେ ବାଇକ୍ ରୁ ଖସିପଡି ଜଣେ ମହିଳା ଗୁରୁତର ଆହତ ହୋଇଥିବା ଜଣାପଡ଼ିଛି। ଅବୁଜବାହାଲ୍ ଗ୍ରାମର ପାଣ୍ଡବ ସାହୁ ଓ ତାଙ୍କ ପତ୍ନୀ ନେପୁର ସାହୁ ରୁପ୍ରା ଗ୍ରାମକୁ ଏକ ବୈବାହିକ ଉତ୍ସବରେ ଯୋଗଦେବା ପାଇଁ ଆସିଥିବା ବେଳେ ଉକ୍ତ ଛକ ନିକଟରେ ବାଇକ୍ ରୁ ଖସିପଡିଲେ। ସେ ବର୍ତ୍ତମାନ ଭବାନୀପାଟଣା ସ୍ୱାସ୍ଥ୍ୟକେନ୍ଦ୍ରରେ ଚିକିତ୍ସିତ ହେଉଥିବା ଜଣାପଡିଛି। ରାସ୍ତାର ଉକ୍ତ ସ୍ଥାନରେ ପୋଲ ତିଆରି କରିବା ପାଇଁ ପିଚୁ ନକରି ଛାଡି ଦିଆଯାଇଛି, ଫଳରେ ରାସ୍ତା ଖାଳୁଆ ହୋଇଥିବାରୁ ବାରମ୍ବାର ଦୁର୍ଘଟଣା ଘଟୁଥିଲେ ମଧ୍ୟ ସମ୍ପୃକ୍ତ ଠିକାସଂସ୍ଥା ଏଥିପ୍ରତି ଦୃଷ୍ଟି ଦେଉନାହାନ୍ତି। ସେହିପରି ଉକ୍ତ ରାସ୍ତାର ସାଲିଙ୍ଗ୍ ନିକଟରେ ମଧ୍ୟ ପୋଲ ଉପରେ ରାସ୍ତା ଦବି ଯାଇଥିବାରୁ ବାଇକ୍ ଚାଳକ ଜାଣିନପାରି ବାରମ୍ବାର ଦୁର୍ଘଟଣା ଘଟୁଛି। ପୂର୍ତ୍ତ ବିଭାଗ ଏଥିପ୍ରତି ଦୃଷ୍ଟି ଦେବାକୁ ସାଧାରଣରେ ଦାବି ହେଉଛି।
Utkal Bulletin Is Now On WhatsApp Join And Get Latest News Updates Delivered To You Via WhatsApp
Social Share On:
Related News
ୟୁନିଟ ୫ ଜଗନ୍ନାଥ ମନ୍ଦିରରେ ନୀଳାଦ୍ରିନିଜେ l
ରତ୍ନବେଦୀକୁ ଫେରିଲେ ମହାବାହୁ ଭୁବନେଶ୍ୱର ତା 27 ରିଖ l ୟୁନିଟ ୫ ଜଗନ୍ନାଥ ମନ୍ଦିରରେ ନୀଳାଦ୍ରି ବିଜେ ନୀତି ସମ୍ପର୍ଣ ହୋଇଛି l ନୀଳାଦ୍ରି ବିଜେ ପହଣ୍ଡି ପୂର୍ବରୁ ରଥ ଉପରେ ସନ୍ଧ୍ୟା ଆଳତି, ସନ୍ଧ୍ୟାଧୂପ ନୀତି ହୋଇଥିଲା l
ଓଡ଼ିଆ ଅସ୍ମିତାର ପରିଚୟ, ରସଗୋଲା।
ବାଲିଅନ୍ତା,୨୭/୭/୨୬(ଗୋବର୍ଦ୍ଧନ ଦାସ) : ପାହାଳ ମିଠା ଉଦ୍ୟୋଗୀ ଓ ପ୍ରସ୍ତୁତକାରୀ ସମିତି ପକ୍ଷରୁ ମହା ପ୍ରଭୁ ଜଗନ୍ନାଥଙ୍କ ପବିତ୍ର ନୀଳାଦ୍ରି ବିଜୟ ଅବସରରେ ପାହାଳ ବଜାରଠାରେ ‘ରସଗୋଲା ଦିବସ’ ପାଳିତ ହୋଇଯାଇଛି। ପାହାଳ ରସଗୋଲା ବଜାର ସଭାପତି ଓ କର୍ମକର୍ତ୍ତାଙ୍କ ସହଯୋଗରେ
ଉଦ୍ୟୋଗୀଙ୍କ ସମ୍ମାନ, ସୁରକ୍ଷା, ସମୃଦ୍ଧି ଉପରେ କର୍ମଶାଳା
ଭୁବନେଶ୍ୱର ତା 26/07/26 ସ୍ଥାନୀୟ ବୁଦ୍ଧମନ୍ଦିର ପରିସରରେ ଓଡିଶା ଉଦ୍ୟୋଗୀ ପରିବାରର ମାସିକ ସମୀକ୍ଷା ବୈଠକ ଅଧ୍ୟକ୍ଷ, ବିଶିଷ୍ଟ ଉଦ୍ୟୋଗୀ ଶିବ ନାରାୟଣ ମିଶ୍ରଙ୍କ ସଭାପତିତ୍ବ ଓ ମନୋଜ କୁମାର ବାରିକଙ୍କ ସଂଯୋଜନାରେ ସ୍ଥାନୀୟ ବୁଦ୍ଧମନ୍ଦିର ପରିସରରେ ଅନୁଷ୍ଠିତ ହୋଇଯାଇଛି l
ଉତ୍କଳ ବୁଲେଟିନ ଚାରିଟେବଲ ଟ୍ରଷ୍ଟ ପକ୍ଷରୁ କାରଗିଲ ଶହୀଦଙ୍କୁ ଶ୍ରଦ୍ଧାଞ୍ଜଳି /ଶହୀଦଙ୍କ ଆଦର୍ଶରେ ଅନୁପ୍ରାଣିତ ହେବାକୁ ଆହ୍ୱାନ
ଭୁବନେଶ୍ୱର ତା 26/07/26 ସ୍ଥାନୀୟ ଖାରବେଳ ନଗର ସ୍ଥିତ ବୁଦ୍ଧମନ୍ଦିର ଫାଟକ ସମ୍ମୁଖରେ ସାମାଜିକ ଓ ଗଣମାଧ୍ୟମ ଅନୁଷ୍ଠାନ "ଉତ୍କଳ ବୁଲେଟିନ ଚାରିଟେବଲ ଟ୍ରଷ୍ଟ "ପକ୍ଷରୁ ସମ୍ପାଦକ ଅରବିନ୍ଦ ତ୍ରିପାଠୀଙ୍କ ପୌରହିତ୍ୟରେ 27 ତମ କାରଗିଲ ବିଜୟ ଦିବସ ଅବସରରେ ଶହୀଦ
ଓଡ଼ିଶା ଡିଜିଟାଲ ମିଡିଆ ମହାସଂଘ (ODMM)ର ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଆଜି ଭୁବନେଶ୍ୱରସ୍ଥିତ ରୋଟାରୀ ଭବନରେ ଅନୁଷ୍ଠିତ
ଭୁବନେଶ୍ୱର,(ଗୋବର୍ଦ୍ଧନ ଦାସ)୨୬ /୦୭: ଓଡ଼ିଶା ଡିଜିଟାଲ ମିଡିଆ ମହାସଂଘ (ODMM)ର ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଆଜି ଭୁବନେଶ୍ୱରସ୍ଥିତ ରୋଟାରୀ ଭବନରେ ଅନୁଷ୍ଠିତ ହୋଇଥିଲା। ରାଜ୍ୟର ବିଭିନ୍ନ ଜିଲ୍ଲାରୁ ପ୍ରାୟ ୩୦୦ ରୁ ଉର୍ଦ୍ଧ୍ୱ ସାମ୍ବାଦିକ ଏହି ବୈଠକରେ ଯୋଗଦେଇ ସଂଗଠନର ସାଂଗଠନିକ
ପିତା ପୁତ୍ର ଙ୍କ ସ୍ମୃତି ଚାରଣ ସଭା ଅନୁଷ୍ଠିତ
ଚିଲିକା, ୨୭।୭: ବୋଲଗଡ଼ ବ୍ଲକ ର କବିତୀର୍ଥ ସାନପଦର ଗ୍ରାମ ର ସୁଯୋଗ୍ୟ ସନ୍ତାନ ବିଶିଷ୍ଟ ବ୍ୟାୟବିତ୍,ଲଢ଼ୁଆ ବ୍ୟକ୍ତିତ୍ଵ, ସମାଜସେବୀ ସ୍ବର୍ଗତ ନୃସିଂହ ଚରଣ ସ୍ୱାଇଁ ଓ ତାଙ୍କ ପୁତ୍ର ତଥା ସୀମା ସୁରକ୍ଷା ବଳ ର ବୀର ଯବାନ ସ୍ବର୍ଗତ
ଉନ୍ନତ ମାନର ଚିକିତ୍ସା ଚିକିତ୍ସାଳୟରେ ନାହିଁ, ସେବା ପ୍ରତିନିଧି
ବାଲିଅନ୍ତା 26/07:-ଯେଉଁ ସମୟରେ ଭୁବନେଶ୍ବର ବଣ ଜଙ୍ଗଲରେ ପରିପୂର୍ଣ୍ଣ ଥିଲା ଜନ ସାଧାରଣ ଚିକିତ୍ସାଳୟ ଅଭାବରୁ ଚିକିତ୍ସାରୁ ବଞ୍ଚିତ ହେଉଥିଲେ , ସେହି ସମୟରେ ଭୁବନେଶ୍ବର ଓ ଏହାର ଆଖପାଖ ଚିନ୍ତାଶୀଳ ଜନନାୟକମାନଙ୍କ ଦ୍ଵାରା ୧୯୪୬ ମସିହାରେ ଜନ୍ମ ଲାଭ କଲା
ମହାପୁରୁଷଙ୍କ ପ୍ରତିମୂର୍ତ୍ତି ସ୍ଥାପନ ନିମିତ୍ତ ଉତ୍କଳ ସ୍ୱାଭିମାନ ମଞ୍ଚ ଦ୍ୱାରା ସ୍ଥାନ ପରିଦର୍ଶନ |
ଚିଲିକା, ୨୬।୭: ରବିବାର ଦିନ ବୋଲଗଡ଼ ମଣ୍ଡଳ ଅନ୍ତର୍ଗତ 5 ଟି ବିଦ୍ୟାଳୟରେ ମହାପୁରୁଷଙ୍କ ପ୍ରତିମୂର୍ତ୍ତି ସ୍ଥାପନ ନିମିତ୍ତ ଉତ୍କଳ ସ୍ୱାଭିମାନ ମଞ୍ଚର ସଭାପତି ରାଧାକାନ୍ତ ଦାଶ ଓ ସଭ୍ୟ ମାନଙ୍କ ସହ ଗୋଷ୍ଠୀ ଶିକ୍ଷାଧିକାରୀ ପ୍ରମୋଦ କୁମାର ସ୍ୱାଇଁ ବିଦ୍ୟାଳୟକୁ
ଓଡ଼ିଆ ଭାଷା ସାହିତ୍ୟ, ସାମ୍ବାଦିକତାର ମହାନ ବ୍ୟକ୍ତିତ୍ୱ ଥିଲେ ନୀଳମଣି ବିଦ୍ୟାରତ୍ନ
ଭୁବନେଶ୍ୱର ତା 26/07/26 ମହାନ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା, ସାହିତ୍ୟ, ସାମ୍ବାଦିକତାର ମହାନ ବ୍ୟକ୍ତିତ୍ୱ ନୀଳମଣି ବିଦ୍ୟାରତ୍ନଙ୍କ 102ତମ ଶ୍ରାଦ୍ଧବାର୍ଷିକ ସ୍ଥାନୀୟ ଜୟଦେବ ବିହାରସ୍ଥିତ ପ୍ରତିମୂର୍ତ୍ତି ସ୍ଥଳରେ ପୁଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନ, ଓଡିଶା ସରକାରଙ୍କ ଭାଷା, ସାହିତ୍ୟ, ସଂସ୍କୃତି
ବୋଲଗଡ଼ରେ ପାଚିକା -ସହାୟିକାଙ୍କର ତାଲିମ ଶିବିର
ଚିଲିକା, ୨୫।୭:ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀ ପୋଷଣ ନୋଡାଲ ଅଧିକାରୀଙ୍କ ନିର୍ଦ୍ଦେଶରେ ବୋଲଗଡ଼ ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟ ଅନ୍ତର୍ଗତ ମାଧ୍ୟାମିକ, ଉଚ୍ଚ ପ୍ରାଥମିକ ଓ ପ୍ରାଥମିକ ସମସ୍ତ ସରକାରୀ ବିଦ୍ୟାଳୟରେ କାର୍ଯ୍ୟରତ ପାଚିକା -ସହାୟିକାମାନଙ୍କ ନିମିତ୍ତ ଶନିବାର ଦିନ ତାଲିମ ଶିବିର ଅନୁଷ୍ଠିତ
ସତ୍ୟବାଦୀ ଥାନା ଭାରପ୍ରାପ୍ତ ଅଧିକାରୀ କାହା ଚାପରେ?/ପୋଲିସର ନିଷ୍କ୍ରିୟତା ବିରୋଧରେ ସାମ୍ବାଦିକ ସମ୍ମିଳନୀ
ଭୁବନେଶ୍ୱର ତା 25/07/26 ଏବେବି କଙ୍ଗାରୁକୋର୍ଟ ସକ୍ରିୟ l ଏହାର ଏକ ଜ୍ୱଳନ୍ତ ଉଦାହରଣ ଦେଖିବାକୁ ମିଳିଛି ପୁରୀ ଜିଲ୍ଲା ସତ୍ୟବାଦୀ ଥାନା ଅନ୍ତର୍ଗତ ବସନ୍ତପଡା ଗ୍ରାମରେ l ଏ ସମ୍ପର୍କ ରେ ଏକ ସାମ୍ବାଦିକ ସମ୍ମିଳନୀ ସଶକ୍ତ ଓଡିଶା ଭବନ
ୟୁନିଟ 5 ଜଗନ୍ନାଥ ମନ୍ଦିର, ସୁନାବେଶରେ ଝଲସିଲେ ଚତୁର୍ଦ୍ଧା ମୂର୍ତ୍ତି
ଭୁବନେଶ୍ୱର ତା 25ରିଖ l ୟୁନିଟ 5 ଜଗନ୍ନାଥ ମନ୍ଦିରରେ ରଥ ଉପରେ ମହାପ୍ରଭୁଙ୍କ ସୁନାବେଶ ଅନୁଷ୍ଠିତ ହୋଇଯାଇଛି l ଘୋଷଯାତ୍ରାର ବିଶେଷ ପର୍ଯ୍ୟାୟ ହରିଶୟନ ଏକାଦଶୀ ଉପଲକ୍ଷେ ଆଜି ଚତୁର୍ଦ୍ଧା ମୂର୍ତ୍ତିଙ୍କ ପୂଜାର୍ଚନା ଓ ରୀତିନୀତି ରଥ ଉପରେ ହିଁ
ଗାନ୍ଧିଜୀ ସାମାଜିକ ଅନୁଷ୍ଠାନ ପକ୍ଷରୁ ଖାଦ୍ୟ ଓ ଜଳ ବଣ୍ଟନ କାର୍ଯ୍ୟକ୍ରମ
ପୁରୀ 25/07/26 ପୁରୀ ପ୍ରବେଶ ଦ୍ଵାର ଅଠରନଳା ଠାରେ ଗାନ୍ଧିଜୀ ସାମାଜିକ ଅନୁଷ୍ଠାନ ଟ୍ରଷ୍ଟ ତରଫରୁ ଉକ୍ତ ମାନଙ୍କୁ ଶୁଖିଲା ଖାଦ୍ୟ ଓ ପାନୀୟ ଜଳ ବଣ୍ଟନ କରାଯାଇଛି ।ଅନୁଷ୍ଠାନର ସଭାପତି ପ୍ରସନ୍ନ କୁମାର ଲେଙ୍କା ଙ୍କ ଅଧକ୍ଷତାରେ , ଉକ୍ତ
ବାହୁଡ଼ିଲେ ମହାବାହୁ :ସୁଦର୍ଶନ ଦାରୁସ୍ଥଳୀ ନିକଟରେ ବାହୁଡା଼ ଯାତ୍ରା ସମାପନ
ବାଲିଅନ୍ତା,୨୪|୭(ଗୋବର୍ଦ୍ଧନ ଦାସ):ପୁରୁଣା ଜଗନ୍ନାଥ ସଡ଼କ ହିରାପୁରସ୍ଥିତ ଗଡ଼କଣ୍ଡୁଣିଆ ନିକଟସ୍ଥ ଶ୍ରୀସୁଦର୍ଶନଙ୍କ ଦାରୁସ୍ଥଳୀରେ ଶନିବାର ବାହୁଡାଯାତ୍ରା ଶାନ୍ତିଶୃଙ୍ଖଳାର ସହ ସମାପନ ହୋଇଯାଇଛି। ପ୍ରତ୍ୟୁଷରୁ ଶ୍ରୀ ଗୁଣ୍ଡିଚା ମନ୍ଦିର ରଥିଜେମାସ୍ଥିତ ମା' ଭଗବତୀ ମନ୍ଦିରରେ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ମା' ସୁଭଦ୍ରା ଓ ଚକ୍ରରାଜ ସୁଦର୍ଶନ
ଓଡ଼ିଶ ଗ୍ରାମରେ ବାହୁଡ଼ା ଯାତ୍ରା ଅନୁଷ୍ଠିତ
ଭୁବନ: ଭୁବନ ବ୍ଲକ୍ ଅନ୍ତର୍ଗତ ଓଡ଼ିଶ ଗ୍ରାମରେ ଖୁବ୍ ଧୂମଧାମରେ ପାଳନ କରାଯାଇଛି ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା। ସାରା ପୃଥିବୀରେ ମହାପ୍ରଭୁଙ୍କ ରଥଯାତ୍ରା ଅନୁଷ୍ଠିତ ହେଉଥିବାବେଳେ ଓଡ଼ିଶ ଗ୍ରାମରେ ମଧ୍ୟ ଧୂମଧାମରେ ପାଳନ କରାଯାଇଥିବା ଦେଖାଯାଇଛି। ମାଉସୀମାଙ୍କ ଘରୁ ଚତୁର୍ଦ୍ଧାମୂର୍ତିଙ୍କୁ ଶ୍ରୀମନ୍ଦିର
ବାହୁଡା଼ ଯାତ୍ରାରେ ରାଧାକୃଷ୍ଣ ମନ୍ଦିରରୁ ୟୁନିଟ 5 ଜଗନ୍ନାଥ ମନ୍ଦିରକୁ ବାହୁଡ଼ିଲେ ଚତୁର୍ଦ୍ଧା ମୂର୍ତ୍ତି l
ଭୁବନେଶ୍ୱର ତା 24ରିଖ l ଆଜି ଥିଲା ମହାପ୍ରଭୁ ଜଗନ୍ନାଥଙ୍କ ବାହୁଡା଼ ଯାତ୍ରା l ଏ ଉପଲକ୍ଷେ ମହାପ୍ରଭୁଙ୍କ ସମେତ ଚତୁର୍ଦ୍ଧା ମୂର୍ତ୍ତି ୟୁନିଟ 6 ରାଧାକୃଷ୍ଣ ମନ୍ଦିର ସ୍ଥିତ ଶ୍ରୀଗୁଣ୍ଡିଚା ମନ୍ଦିରରୁ ବାହାରି ୟୁନିଟ 5 ଜଗନ୍ନାଥ ମନ୍ଦିର କୁ
ରାଧାକୃଷ୍ଣ ମନ୍ଦିରସ୍ଥ ଗୁଣ୍ଡିଚାମନ୍ଦିରରେ ନବମୀ ସନ୍ଧ୍ୟା ଦର୍ଶନରେ ଭଜନ ସମାରୋହ ଓ ନୃତ୍ୟରେ ବିଭୋର ଶ୍ରଦ୍ଧାଳୁ
ଭୁବନେଶ୍ୱର ତା 23 ରିଖ l ଆସନ୍ତା କାଲି ବାହୁଡା଼ ଯାତ୍ରା l ମାଉସୀ ମା ଘର ଛାଡି ଚାଲି ଯିବେ ରତ୍ନବେଦୀକୁ l ରଥ ଦକ୍ଷିଣ ମୋଡ଼ ହୋଇ ସାରିଛି l ମହାପ୍ରଭୁଙ୍କ ରଥଯାତ୍ରା ମହାପର୍ବର ଆଜି ଥିଲା ପବିତ୍ର
ଉଦ୍ୟୋଗୀଙ୍କ ସମ୍ମାନ,ସୁରକ୍ଷା ସମୃଦ୍ଧି ଉପରେ ଆଲୋଚନା ଚକ୍ର ଅନୁଷ୍ଠିତ
ଭୁବନେଶ୍ୱର ତା 22/07/26 ସ୍ଥାନୀୟ ବୁଦ୍ଧମନ୍ଦିର ପରିସରରେ ଓଡିଶା ଉଦ୍ୟୋଗୀ ପରିବାରର ମାସିକ ସମୀକ୍ଷା ବୈଠକ ଅଧ୍ୟକ୍ଷ, ବିଶିଷ୍ଟ ଉଦ୍ୟୋଗୀ ଶିବ ନାରାୟଣ ମିଶ୍ରଙ୍କ ସଭାପତିତ୍ବ ଓ ବିଜୟ କୁମାର ସାହୁଙ୍କ ସଂଯୋଜନାରେ ଅନୁଷ୍ଠିତ ହୋଇଯାଇଛି l ବରିଷ୍ଠ ଉଦ୍ୟୋଗୀ ଅମୀୟ
ଗୋପବନ୍ଧୁ ଉଚ୍ଚ ବିଦ୍ୟାଳୟରେ ସର୍ବେକ୍ଷଣ ଓ ପ୍ରଶିକ୍ଷଣ କାର୍ଯ୍ୟକ୍ରମ l
ଚିଲିକା,୨୨। ୭ : ବେଗୁନିଆସ୍ଥିତ ପି ଏମ ଶ୍ରୀ ଗୋପବନ୍ଧୁ ସରକାରୀ ଉଚ୍ଚ ବିଦ୍ୟାଳୟର ସମ୍ମିଳନୀ କକ୍ଷରେ ବେଗୁନିଆ ଓ ବୋଲଗଡ଼ ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟ ଅନ୍ତର୍ଭୁକ୍ତ ସମସ୍ତ ମାଧ୍ୟମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ / ଶିକ୍ଷୟିତ୍ରୀ, ଗୋଷ୍ଠୀ ଶିକ୍ଷା ଅଧିକାରୀ
ମା’ ଜାଗେଶ୍ୱରୀଙ୍କ ନୂତନ ମନ୍ଦିରର ରତ୍ନମୁଦ ଉତ୍ସବ
ନିମାପଡ଼ା: ମାଆ ଜାଗେଶ୍ୱରୀ ଦେବୀଙ୍କ ନୂତନ ମନ୍ଦିରର ରତ୍ନମୁଦ ଉତ୍ସବ ଭବ୍ୟତାର ସହ ଅନୁଷ୍ଠିତ ହୋଇଛି । ହେରାପଞ୍ଚମୀ ତିଥିରେ ଛେନୁଅଁ ଗୁଡୁସାହିରେ ହୋମ-ଯଜ୍ଞ ଓ ହରିନାମରେ ପ୍ରକମ୍ପିତ ହୋଇଛି । ଶତାଧିକ ପୁରୁଷ ମହିଳା ଏକତ୍ର ହୋଇ ନୂତନ ମନ୍ଦିରର
Politics
ଜନଗଣନା କାର୍ଯ୍ୟକ୍ରମ ପାଇଁ ନିଯୁକ୍ତି ପତ୍ର ପ୍ରଦାନ
ବିଏମସିର ବେଆଇନ ୟୁଜରଫି ବିରୁଦ୍ଧରେ ବିଚାର ବିମର୍ଶ ସଭା
Entertainment
ୟୁନିଟ ୫ ଜଗନ୍ନାଥ ମନ୍ଦିରରେ ନୀଳାଦ୍ରିନିଜେ l
ଓଡ଼ିଆ ଅସ୍ମିତାର ପରିଚୟ, ରସଗୋଲା।