Priyabrata Barik: ଭୁବନେଶ୍ୱର. ଜୟଦେବ ଭବନ ରେ ପୂର୍ବତନ ଆନ୍ଦ୍ରପ୍ରଦେଶ. ଛତିଶଗଡ ର ରାଜ୍ୟପାଳ ପୂର୍ବତନ ମନ୍ତ୍ରୀ. ବରେଣ୍ୟ ବିଶ୍ୱଭୂଷଣ ହରିଚନ୍ଦନ ଙ୍କ 93 ତମ ଜନ୍ମମହୋତ୍ସବ ଅନୁଷ୍ଠିତ ହେଇଯାଇଛି l ସଂସ୍କୃତି ପୁରୁଷ ଡ଼ଃ ଆର୍ଯ୍ୟ କୁମାର ଜ୍ଞାନେନ୍ଦ୍ରଙ୍କ ସଭାପତିତ୍ବ ଓ ବରିଷ୍ଠ ସାମ୍ବାଦିକ ତଥା ପୁଜ୍ୟ ପୂଜାପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ଅଧ୍ୟକ୍ଷ ପ୍ରଦ୍ୟୁମ୍ନ ଶତପଥୀଙ୍କ ସଂଯୋଜନାରେ ଅତିଥି ରୂପେ ଯୋଗ ଦେଇଥିଲେ ଓଡିଶା ବିଧାନସଭା ର ବାଚସ୍ପତି smt. ସୁରୁମା ପାଢ଼ୀ. ଏକାମ୍ର ବିଧାୟକ ବାବୁ ସିଂ କେନ୍ଦ୍ରାପଡ଼ା ର ବିଧାୟକ ଗଣେଶ୍ୱର ବେହେରା. ପୂର୍ବତନ ମନ୍ତ୍ରୀ ନିରଞ୍ଜନ ପଟ୍ଟନାୟକ. ପୂର୍ବତନ ବିଧାୟକ ସୁର ରାଉତରାୟ. ପୂର୍ବତନ ସାଂସଦ କବି ଶ୍ରୀଯୁକ୍ତ ପ୍ରସନ୍ନ ପାଟସାହାଣି, ହରେକୃଷ୍ଣ ସତପଥି ଯୋଗ ଦେଇ ଓଡିଶା ର ମହାନ ରାଜନେତା, ପ୍ରାକ୍ତନ ମନ୍ତ୍ରୀ, ରାଜ୍ୟପାଳ, ବିଶିଷ୍ଟ ଶିକ୍ଷାବିତ ତଥା ବହୁମୁଖି ବ୍ୟକ୍ତିତ୍ୱର ଅଧିକାରୀ ବରେନ୍ୟ ବିଶ୍ୱ ଭୂଷଣ ହରିଚନ୍ଦନଙ୍କ ବିଷୟରେ ରୋଚକ କଥା କହିବା ସହିତ ତାଙ୍କ ବହୁମୁଖୀ ପ୍ରତିଭା ସମ୍ପର୍କରେ ଆଲୋକପାତ କରିଥିଲେ l: ଏହି ଅବସରରେ ରାଜ୍ୟ ସଭା ସାଂସଦ ଦିଲ୍ଲୀପ ରାୟ, ଏକାମ୍ର ବିଧାୟକ ବାବୁ ସିଂ ଓ ଗବେଷକ ବାଳ ମୁକୁନ୍ଦ ଦାସଙ୍କୁ “ବିଶ୍ୱଭୁଷଣ ହରିଚନ୍ଦନ ସମ୍ମାନ -2026 ପ୍ରଦାନ କରାଯାଇଥିଲା l କାର୍ଯ୍ୟକ୍ରମକୁ ସନ୍ତୋଷ ଲେଙ୍କା, ମୁଖପାତ୍ର ଅରବିନ୍ଦ ତ୍ରିପାଠୀ, ଚିରଞ୍ଜିବି ସେଠି,ସରୋଜିନୀ ମିଶ୍ର, ନାରାୟଣ ଖୁଣ୍ଟିଆ, ସାମ୍ବାଦିକା ରୀନା ମହାନ୍ତି ପ୍ରମୁଖ ପରିଚାଳନା କରିଥିଲେ l ଧନ୍ୟବାଦ ଅର୍ପଣ କରିଥିଲେ ବାଳମୁକୁନ୍ଦ ଦାସ
ଜୟଦେବ ଭବନ ରେ ବିଶ୍ୱଭୂଷଣ ହରିଚନ୍ଦନ ଙ୍କ 93 ତମ ଜନ୍ମମହୋତ୍ସବ ଅନୁଷ୍ଠିତ
Social Share On:
Utkal Bulletin Is Now On WhatsApp Join And Get Latest News Updates Delivered To You Via WhatsApp
Social Share On:
Related News
ନାଚୁଣୀସ୍ଥ ବିଶ୍ଵକର୍ମା ଆଞ୍ଚଳିକ ସଂଘ ତରଫରୁ ଦେଵଶିଳ୍ପୀ ବିଶ୍ଵକର୍ମାଙ୍କ ପୂଜା ପାଳିତ
ଚିଲିକା, ୧୭।୯: ଆଜି ପବିତ୍ର ବିଶ୍ଵକର୍ମା ପୂଜା । ସହର ଠାରୁ ଆରମ୍ଭ କରି ଗାଁ ଗହଳି ପର୍ଯ୍ୟନ୍ତ ସବୁଠାରେ ଧୂମ୍ ଧାମରେ ପାଳିତ ହୋଇଯାଇଅଛି ବିଶ୍ୱକର୍ମା ପୂଜା । ଏହି ଅବସରରେ ନାଚୁଣୀ ୟୁକୋ ବ୍ୟାଙ୍କ ସମ୍ମୁଖ ଭାଗରେ ଥିବା
ଗାନ୍ଧୀ ମଣିଷ ଦୋଳେଗାବିନ୍ଦସ୍ୱାଧୀନତା ସଂଗ୍ରାମୀ ଦୋଳେଗାବିନ୍ଦ ପ୍ରଧାନଙ୍କ ଅଷ୍ଟମ ଶ୍ରାଦ୍ଧ ପାଳନ
ଭୁବେନଶ୍ୱର, ୧୬.୯ : ମହାତ୍ମା ଗାନ୍ଧୀ ଅହିଂସା ଐତିହ୍ୟ ଟ୍ରଷ୍ଟ ପକ୍ଷରୁ ବୁଧବାର ସନ୍ଧ୍ୟୋର ଭୁବେନଶ୍ୱର ବୁଦ୍ଧମନ୍ଦିର ସଭାଗୃହେର ଟ୍ରଷ୍ଟର ଅଧ୍ୟକ୍ଷ ଡଃ ଆର୍ଯ୍ୟକୁମାର ଜ୍ଞୋନନ୍ଦ୍ରଙ୍କ ପୌରହିତ୍ୟେର ବିଶିଷ୍ଟ ସ୍ୱାଧୀନତା ସଂଗ୍ରମାୀ, ପୂବର୍ତନ ମନ୍ତ୍ରୀ ସ୍ୱଗର୍ତ ଦୋଳେଗାବିନ୍ଦ ପ୍ରଧାନଙ୍କ ଅଷ୍ଟମ ପୂଣ୍ୟତିଥି
ଫିଲ୍ମ ଷ୍ଟାଇଲରେ ଲୁଟ୍ ଉଦ୍ୟମ; ବ୍ୟାଙ୍କ କର୍ମଚାରୀଙ୍କ ସାହସରେ ଫେଲ୍ ମାରିଲା ଲୁଟେରାଙ୍କ ଯୋଜନା!
ବାଲୁଗାଁ: ଖୋର୍ଦ୍ଧା ଜିଲ୍ଲା ବାଲୁଗାଁରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଦିନ ଦ୍ୱିପ୍ରହରରେ ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ (PNB) ନିକଟରେ ଲୁଟ୍ ଉଦ୍ୟମ ହୋଇଥିବା ଅଭିଯୋଗ ହୋଇଛି। ତେବେ ବ୍ୟାଙ୍କ କର୍ମଚାରୀଙ୍କ ସାହସ ଓ ପ୍ରତିରୋଧ ଯୋଗୁଁ ଲୁଟେରାଙ୍କ ଯୋଜନା
କୌଶଲ୍ୟାଗଙ୍ଗ ଫାଣ୍ଡିରେ ବର୍ଷା ଜଳ ନିଷ୍କାସନରେ ବାଧାପ୍ରାପ୍ତ।
ଆଣ୍ଠୁଏ ପାଣିରେ ପଶିଲେ ଦେବେ ଫାଣ୍ଡିରେ ଏତଲା। ବାଲିଅନ୍ତା ୧୬/୦୯ (ଗୋବର୍ଦ୍ଧନ ଦାସ):- ଭୁବନେଶ୍ୱର-ପୁରୀ ଜାତୀୟ ରାଜପଥର ଉତ୍ତରା ଛକ ମୁଖ୍ୟରାସ୍ତାରୁ ମାତ୍ର ୨/୩ ଶହ ମିଟର ଦୂରରେ କୌଶଲ୍ୟାଗଙ୍ଗ ଫାଣ୍ଡି ଅବସ୍ଥାପିତା। ଫାଣ୍ଡି ଆଗରେ ଅସରାଏ ବର୍ଷା ହେଲେ ପାଣି
ପରମ ପ୍ରେମମୟ ଶ୍ରୀଶ୍ରୀଠାକୁର ଅନୁକୁଳଚନ୍ଦ୍ରଙ୍କର ପୂଣ୍ୟ ୧୩୯ତମ ଜନ୍ମ ଦିବସ ପାଳିତ।
ଚିଲିକା,୧୬ I୯: ପରମ ପ୍ରେମମୟ ଶ୍ରୀଶ୍ରୀଠାକୁର ଅନୁକୁଳଚନ୍ଦ୍ରଙ୍କର ପୂଣ୍ୟ ୧୩୯ତମ ଜନ୍ମ ଦିବସ ଉପଲକ୍ଷେ ବାଣପୁର ସତସଙ୍ଗ ବିହାର ଠାରେ ସତସଙ୍ଗ ଅନୁଷ୍ଠିତ ହୋଇଯାଇଛି। ଦୀଘ୍ର ଏକ ମାସ ଧରି ଚାଲିଥିବା ସତସଙ୍ଗ ପରିକ୍ରମାର ଉଦ୍ ଯାପନୀ ଦିବସରେ ବହୁ ଭକ୍ତଙ୍କର
ଦାରୁଠେଙ୍ଗ ସତ୍ୟମହିମାରେ ନବାନ୍ନ
ଭୁବନେଶ୍ୱର ତା 16/09/26 ଆଶ୍ରମ ଗୋବିନ୍ଦ ବାବା ଙ୍କ ଗାଦି ପୀଠ ରେ ପ୍ରତି ବର୍ଷ ପରି ଏ ବର୍ଷ ମଧ୍ୟ ନବାନ୍ନ ମହୋତ୍ସବ ପାଳିତ ହୋଇ ଯାଇଅଛିବ୍ରହ୍ମଲୀନ ବ୍ରହ୍ମ ଅବଧୁତ ଜୟକୃଷ୍ଣ ବାବା ମହୋଦୟ ଙ୍କ ପୂର୍ଵ ଆଦେଶ ଅନୁସାରେ
ମିଶନ ଜୟଶ୍ରୀ ଜଗନ୍ନାଥ ସ°ଗଠନର ଅଷ୍ଟମ ବାର୍ଷିକ ସମାରୋହ
ଚିଲିକା,୧୫I ୯:ଚିଲିକା ବ୍ଲକର ଅଗ୍ରଣୀ ସମାଜସେବା ଅନୁଷ୍ଠାନ "ମିଶନ ଜୟଶ୍ରୀ ଜଗନ୍ନାଥ ସ°ଗଠନ " ର ୮ମ ବାର୍ଷିକ ପ୍ରତିଷ୍ଠା ସମାରୋହ ସ୍ଥାନୀୟ ନାଚୁଣୀ ସ୍ଥିତ ସୁଚିତ୍ରା କଲ୍ୟାଣ ମଣ୍ଡପ ପରିସରରେ ଅନୁଷ୍ଠିତ ହୋଇଯାଇଛି। ମିଶନର ସଭାପତି ପ୍ରଦୋଷ କୁମାର ଦାସ
ଓଡ଼ିଶାରେ ଗାଣପତ୍ୟ ଉପାସନା ଶ୍ରୀଜଗନ୍ନାଥ ଚେତନାର ଏକ ପ୍ରମୁଖ ଅଙ୍ଗ
ଚିଲିକା,୧୫।୯:ଶ୍ରୀଗୁଣ୍ଡିଚା ଆଧ୍ୟାତ୍ମିକ ଟ୍ରଷ୍ଟ ପୁରୀ ଓଡିଶା,ଭାଷା ସୁରକ୍ଷା ସମ୍ମିଳନୀ ଚିଲିକା ଏବଂ ପ୍ରଗତିଶୀଳ ସାହିତ୍ୟ ସି ନ୍ଦରା ର ମିଳିତ ଆନୁକୂଲ୍ୟରେ ଓଡ଼ିଶାରେ ଗାଣପତ୍ୟ ଉପାସନା ଓ ଶ୍ରୀଜଗନ୍ନାଥ ସଂସ୍କୃତି ଶୀର୍ଷକ ଆଲୋଚନା ଚକ୍ର ବିଧାରପୁର ସ୍ଥିତ ଶୁଭମଙ୍ଗଳ କଲ୍ୟାଣ ମଣ୍ଡପରେ
ବାଣପୁରରେ ମହାଆଡମ୍ବରରେ ଗଣେଶ ପୂଜା ଓ ସାଂସ୍କୃତିକ କାର୍ଯ୍ୟକ୍ରମ
ବାଣପୁର,: ଖୋର୍ଦ୍ଧା ଜିଲ୍ଲା ବାଣପୁର ବିଜ୍ଞାପିତ ଅଞ୍ଚଳ ପରିଷଦ ଅନ୍ତର୍ଗତ ୱାର୍ଡ ନଂ-୬, ଦାସଘର ସାହି ଠାରେ ଓଁ ଶ୍ରୀ ଶ୍ରୀ ବିଘ୍ନେଶ୍ୱରାୟ ପୂଜା କମିଟି ପକ୍ଷରୁ ଶ୍ରୀଗଣେଶ ପୂଜା ମହାଆଡମ୍ବରରେ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ସନ୍ଧ୍ୟାରେ ଏକ ଭବ୍ୟ
ବାଲୁଗାଁ ଥାନାରେ ନୂତନ SI ଭାବେ ଯୋଗ ଦେଲେ ଜଗନ୍ନାଥ ସେଠୀ
(*ବାଲୁଗାଁ)ବାଲୁଗାଁ ଥାନାରେ ନୂତନ ସବ୍-ଇନ୍ସପେକ୍ଟର ଭାବେ ଜଗନ୍ନାଥ ସେଠୀ ଆଜି ଯୋଗ ଦେଇଛନ୍ତି। ସୂଚନନୁଯାୟୀ, ଜଗନ୍ନାଥ ସେଠୀ ଜଣେ ଅଭିଜ୍ଞ ଓ ସଚ୍ଚୋଟ ପୋଲିସ ଅଧିକାରୀ ଭାବେ ବେଶ୍ ପରିଚିତ।ପୂର୍ବରୁ କାର୍ଯ୍ୟରତ ଥିବା SI ଙ୍କ ବଦଳି ପରେ ଶୂନ୍ୟ ପଡିଥିବା
ବିକାଶଶୀଳ ଓଡ଼ିଶା ଗଠନ ପାଇଁ ଶ୍ରୀ କୃଷ୍ଣଚନ୍ଦ୍ର ଗଜପତିଙ୍କ ପଦାଙ୍କ ୨୦୩୬ର ଉପାଦାନ ହେଉ।
ଭୁବନେଶ୍ୱର / ପାରାଳାଖେମୁଣ୍ଡି - ୧୪ /୨୬ ବିଶ୍ୱନାଥ ଫଙ୍କସନ ହଲ,ରାଜଦାଣ୍ଡ ସାହି,ପାରଳାଖେମୁଣ୍ଡି ଠାରେ ଭାଷା ଆନ୍ଦୋଳନ, ଓଡ଼ିଶା ଏବଂ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ, ଓଡ଼ିଶା ସରକାର ଏବଂ ଶବ୍ଦସ୍ପର୍ଶ ମିଳିତ ଆନୁକୁଲ୍ୟରେ ଗଜପତି ଜିଲ୍ଲାରେ ଗଜପତି
ବାଳକାଟିର ୬୦ ଟି ମଣ୍ଡପରେ ଶ୍ରୀ ଗଜାନନଙ୍କ ଆବାହନ
ବାଲିଅନ୍ତା,୧୪|୯ (ଗୋବର୍ଦ୍ଧନ ଦାସ): ଧରାପୃଷ୍ଠରେ ବିରାଜମାନ କରିଛନ୍ତି ବିଘ୍ନ ବିନାଶକ ଶ୍ରୀ ଗଣେଶ । ଚିତାକର୍ଷକ ତୋରଣ ସାଙ୍ଗଙ୍କୁ ଭିନ୍ନ ଭିନ୍ନ ବେଶରେ ପୂଜା ପାଉଛନ୍ତି l ବ୍ରାହ୍ମଣଙ୍କ ମନ୍ତ୍ରଧ୍ୱନିରେ ପ୍ରକମ୍ପିତ ହେଉଛନ୍ତି ପୂଜା ମଣ୍ଡପ l ଏଥିପାଇଁ ଛାତ୍ରଛାତ୍ରୀ, ଯୁବଗୋଷ୍ଠୀ,
ଗଣେଶ ପୂଜା ଶାନ୍ତି ଶୃଙ୍ଖଳାର ସହ ପାଳନ କରନ୍ତୁ – ବାଲୁଗାଁ ପୋଲିସର ଫ୍ଲାଗ୍ ମାର୍ଚ ଜରିଆରେ ଜନସଚେତନତା
ବାଲୁଗାଁ: ଆସନ୍ନ ଗଣେଶ ପୂଜାକୁ ଶାନ୍ତି ଶୃଙ୍ଖଳାର ସହ ପାଳନ କରିବା ନେଇ ଆଜି ବାଲୁଗାଁ ପୋଲିସ ପକ୍ଷରୁ ସହରରେ ଫ୍ଲାଗ୍ ମାର୍ଚ୍ଚ କରାଯାଇଛି। ଅଞ୍ଚଳରେ ଆଇନଶୃଙ୍ଖଳା ବଜାୟ ରଖିବା, ଅସାମାଜିକ ବ୍ୟକ୍ତିଙ୍କ ଗତିବିଧି ଉପରେ ନଜର ରଖିବା ଏବଂ ସାଧାରଣ
ଅବସରପ୍ରାପ୍ତ ସରକାରୀ କର୍ମଚାରୀଙ୍କ ପରଲୋକ
ବାଲିଅନ୍ତା,୧୪|୯ (ଗୋବର୍ଦ୍ଧନ ଦାସ):ବାଳକାଟି ଅଞ୍ଚଳର ଜଣାଶୁଣା ବ୍ୟକ୍ତିତ୍ୱ ବିବେକାନନ୍ଦ ମହାନ୍ତିଙ୍କ ଗତକାଲି ସିରିଆଦେଇ ସ୍ଥିତ ନିଜ ବାସଭବନରେ ପରଲୋକ ହୋଇଛି l ମୃତ୍ୟୁ ବେଳକୁ ତାଙ୍କୁ ୮୨ ବର୍ଷ ହୋଇଥିଲା l ସେ ଓଡ଼ଶା ସରକାରଙ୍କ ସ୍ୱାସ୍ଥ୍ୟବିଭାଗରେ ଚାକିରୀ କରିଥିବା ବେଳେ
ତାରିଣୀପୀଠରେ ଶତାଧିକ କୃଷକଙ୍କ ସମାଗମ:ଭଲ ଅମଳ ପାଇଁ ମା’ଙ୍କ ନିକଟରୁ ଆଜ୍ଞାମାଳ ଗ୍ରହଣ
ଚିଲିକା, ୧୪ ।୯: ତାରିଣୀପୀଠ, ଝିଣ୍ଟିକାପଲ୍ଲୀଠାରେ ବାଣପୁର ଏନ.ଏ.ସି. ଅଞ୍ଚଳର ଶତାଧିକ କୃଷକ ବନ୍ଧୁଙ୍କ ଦ୍ୱାରା ଆୟୋଜିତ ଏକ ଆତ୍ମୀୟତାପୂର୍ଣ୍ଣ କାର୍ଯ୍ୟକ୍ରମରେ ସମାଜସେବୀ ତଥା ବାଣପୁର ଏନ.ଏ.ସି .ର ବିଜେପି ଯୁବ ସଂଗଠକ ଶ୍ରୀ ଦେବୀ ପ୍ରସାଦ ମିଶ୍ରଙ୍କୁ ଅତିଥି ଭାବେ
କଳାଙ୍ଗରେ ଉଲ୍ଲାସ ପ୍ରଶିକ୍ଷଣ ଓ ପଥପ୍ରାନ୍ତ ନାଟକ ପରିବେଷଣ
ନାଚୁଣୀ, ୧୩ । ୯:ବୋଲଗଡ଼ ମଣ୍ଡଳ ଅନ୍ତର୍ଗତ କାହ୍ନୁ ଚରଣ ସରକାରୀ ଉଚ୍ଚ ବିଦ୍ୟାଳୟ,କଳାଙ୍ଗ ସମ୍ମିଳନୀ କକ୍ଷରେ ସାଧନ କେନ୍ଦ୍ର ସଂଯୋଜକ ବିଭୁପ୍ରସାଦ ମହାପାତ୍ରଙ୍କ ତତ୍ତ୍ଵାବଧାନରେ ଉଲ୍ଲାସ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏଥିରେ ୯ଟି ସରକାରୀ ମାଧ୍ୟମିକ,ଉଚ୍ଚ ପ୍ରାଥମିକ
ଖୋର୍ଦ୍ଧା ଜିଲ୍ଲା ପୋଲିସରେ ବଡ଼ ଅଦଳବଦଳ, ବାଲୁଗାଁ ଥାନାରେ ନୂଆ ଏସ୍ଆଇ ଭାବେ ଜଗନ୍ନାଥ ସେଠୀ ଓ ଏସ୍ଆଇ ଭାବେ ଭଗବାନ ନାୟକଙ୍କ ଯୋଗଦାନ
ବାଲୁଗାଁ -* ଖୋର୍ଦ୍ଧା ଜିଲ୍ଲା ପୋଲିସରେ ଏକ ବଡ଼ ପ୍ରଶାସନିକ ଅଦଳବଦଳ ହୋଇଛି। ପୋଲିସ ମୁଖ୍ୟାଳୟରୁ ଜାରି ହୋଇଥିବା ଆଦେଶ ଅନୁଯାୟୀ ୨୧ ଜଣ ଏସ୍ଆଇ ଓ ଏଏସ୍ଆଇଙ୍କ ବଦଳି କରାଯାଇଛି। ଏହି କ୍ରମରେ ବାଲୁଗାଁ ଥାନାରେ ନୂଆ ଭାବେ ଜଣେ
ଗଣେଶ ସମ୍ମାନ ୨୦୨୬ ର ସାମ୍ବାଦିକ ସମ୍ମିଳନୀ
ବାଲିଅନ୍ତା ୧୩/୦୯:- ଗ୍ରୀନ ଜୟଦେବ ଫାଉଣ୍ଡେସନ ଟ୍ରଷ୍ଟ ,ଶାନ୍ତିସ୍ତୁପ ଖବରକାଗଜ , ଉତ୍କଳ ଜୟଦେବ ଫାଉଣ୍ଡେସନ ଓ ନ୍ୟୁ ଭାର୍ଗବୀ ଫାଉଣ୍ଡେସନର ମିଳିତ ଆନୁକୂଲ୍ୟରେ ଆସନ୍ତା ଅକ୍ଟୋବର ୪ ତାରିଖରେ 'ଶ୍ରୀ ଗଣେଶ ସମ୍ମାନ' ପ୍ରଦାନ ଉତ୍ସବ ଅନୁଷ୍ଠିତ ହେବ। ଏନେଇ
କୁହୁଡ଼ି ବଘେଇସାହି ମଠ ଦ୍ୱାର ସହ ଲାଗି ବେଆଇନ ରୋଷେଇ ଘର ନିର୍ମାଣ, ଗ୍ରାମବାସୀଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ – ନିର୍ମାଣ ସ୍ଥାନାନ୍ତର ଦାବି
ବାଲୁଗାଁ ଖୋର୍ଦ୍ଧା ଜିଲ୍ଲା ଟାଙ୍ଗୀ ବ୍ଲକ୍ ଅନ୍ତର୍ଗତ କୁହୁଡ଼ି ପଞ୍ଚାୟତର ବଘେଇସାହି ସ୍ଥିତ ଶତାଧିକ ବର୍ଷର ପୁରାତନ ରାଧାମୋହନ ମଠର ମୁଖ୍ୟ ପ୍ରବେଶ ଦ୍ୱାର ସହିତ ଲାଗି ପାଖ ଗେଟ ଜବରଦସ୍ତ ଗୋଟିଏ ସରକାରୀ ରୋଷେଇ ଘର ନିର୍ମାଣ କରାଯାଉଛି।ଏହି ନିର୍ମାଣ
ପୋଖରୀରେ ବୁଡ଼ି ଛାତ୍ରର ମୃତ୍ୟୁ
ଚିଲିକା, ୧୨l ୯: ଗୋପାଳପୁର ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଜାମୁସାହିସ୍ଥିତ ମସ୍ଜିଦ ର ମଉଲବୀ ମହମ୍ମଦ ଅଖ୍ଲାକ୍ ଓ ଫରାତୁନ୍ ବିବିଙ୍କ ୧୪ବର୍ଷର କନିଷ୍ଠ ପୁତ୍ର ମୀରାଜ୍ ଖାଁ ଜାମୁସାହି ରାସ୍ତା କଡ଼ରେ ସ୍ଥିତ ପୋଖରୀରେ ବୁଡି ଆଜି ପ୍ରାଣତ୍ୟାଗ କରିଛନ୍ତି।ସେ
Politics
ନାଚୁଣୀ ମହାବିଦ୍ୟାଳୟରେ ଉଦ୍ୟାନ କୃଷିର ସଫଳ ପ୍ରୟୋଗ ସମ୍ବନ୍ଧୀୟ ଆଲୋଚନା ଚ଼କ୍ର
ବାଲୁଗାଁ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଳିତ ହେଲା ୮୦ତମ ସ୍ୱାଧୀନତା ଦିବସ
Entertainment
ନାଚୁଣୀସ୍ଥ ବିଶ୍ଵକର୍ମା ଆଞ୍ଚଳିକ ସଂଘ ତରଫରୁ ଦେଵଶିଳ୍ପୀ ବିଶ୍ଵକର୍ମାଙ୍କ ପୂଜା ପାଳିତ