ତେହେରାନରେ ନିଆଁର ତାଣ୍ଡବ: ରାଜଧାନୀ ସାରା ବିସ୍ଫୋରଣ
ନୂଆଦିଲ୍ଲୀ ଇରାନର ଗୁରୁତ୍ୱପୂର୍ଣ୍ଣ ରଣନୈତିକ ବନ୍ଦର ‘ବନ୍ଦର-ଇ-ଖମିର’ ଉପରେ ଆମେରିକା ଓ ଇସ୍ରାଏଲ ମିଳିତ ଆକ୍ରମଣ କରି ଏହାକୁ ଛାରଖାର କରିଦେଇଛନ୍ତି । ଏହି ନିର୍ଦ୍ଦିଷ୍ଟ ସାମରିକ ଆକ୍ରମଣ ବର୍ତ୍ତମାନର ସଂଘର୍ଷରେ ଏକ ବିପଜ୍ଜନକ ମୋଡ଼ ଆଣିଛି, ଯାହା ସମଗ୍ର ବିଶ୍ୱ ଅର୍ଥନୀତିର ମେରୁଦଣ୍ଡକୁ ଦୋହଲାଇ ଦେବ ବୋଲି କୁହାଯାଉଛି । ଏହି ପରିବହନ ଭିତ୍ତିଭୂମିକୁ ଧ୍ୱସ୍ତ କରି ମିଳିତ ବାହିନୀ କେବଳ ସାମରିକ ଶକ୍ତି ପ୍ରଦର୍ଶନ କରିନାହାଁନ୍ତି, ବରଂ ଇରାନର ରପ୍ତାନି ଓ ଯୋଗାଣ କ୍ଷମତାକୁ ସମ୍ପୂର୍ଣ୍ଣ ରୂପେ ପଙ୍ଗୁ କରିବାର ଏକ ରଣନୈତିକ ସଙ୍କେତ ଦେଇଛନ୍ତି । ରବିବାର ଭୋରସମୟରେ ହୋଇଥିବା ଏହି ଆକ୍ରମଣରେ ୫ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଅନେକ ଆହତ ହୋଇଛନ୍ତି । ଏହି ଆକ୍ରମଣରେ କେତେକ ନିର୍ଦ୍ଦିଷ୍ଟ ଜେଟିକୁ ଲକ୍ଷ୍ୟ କରାଯାଇଥିଲା, ଯାହା କାର୍ଗୋ ପରିବହନ ପାଇଁ ବ୍ୟବହୃତ ହେଉଥିଲା । ଆକ୍ରମଣରେ ଅନେକ ମାଲବାହୀ ଗାଡ଼ି ଭସ୍ମୀଭୂତ ହୋଇଯାଇଛି ଏବଂ ବନ୍ଦରରେ ଲଙ୍ଗର ପକାଇଥିବା ଦୁଇଟି ବଡ଼ ଜାହାଜ ମଧ୍ୟ ସାଂଘାତିକ କ୍ଷତିଗ୍ରସ୍ତ ହୋଇଛି । ଆମେରିକା ପକ୍ଷରୁ ଏହି ବନ୍ଦରକୁ ଅସ୍ତ୍ରଶସ୍ତ୍ର ଚାଲାଣର କେନ୍ଦ୍ର ବୋଲି କୁହାଯାଇଥିବା ବେଳେ ତେହେରାନ ଏହାକୁ ‘ବେସାମରିକ ଅଞ୍ଚଳ ଉପରେ ଏକ ଅମାନୁଷିକ ଆକ୍ରମଣ’ବୋଲି ଅଭିହିତ କରିଛି । ଆଜି ଦକ୍ଷିଣାଞ୍ଚଳରେ ବନ୍ଦର ଉପରେ ଆକ୍ରମଣ ଚାଲିଥିବା ବେଳେ ଇରାନର ରାଜଧାନୀ ତେହେରାନ ମଧ୍ୟ ଭୟଙ୍କର ବିସ୍ଫୋରଣର ଶବ୍ଦରେ ଥରି ଉଠିଥିଲା । ସହରର ଉତ୍ତର ଏବଂ ଉତ୍ତର- ପୂର୍ବ ଜିଲ୍ଲାଗୁଡ଼ିକରେ ଅତିକମରେ ୬ଟି ଶକ୍ତିଶାଳୀ ବିସ୍ଫୋରଣ ଶୁଣାଯାଇଥିବା ସ୍ଥାନୀୟ ବାସିନ୍ଦା କହିଛନ୍ତି ।ସୋସିଆଲ ମିଡିଆରେ ଭାଇରାଲ ହୋଇଥିବା ଭିଡିଓରେ ସାଦତ୍ ଆବାଦ ଅଞ୍ଚଳରେ ବ୍ୟାପକ ଧ୍ୱଂସଲୀଳା ଦେଖିବାକୁ ମିଳିଛି । ଇସ୍ରାଏଲ ପ୍ରତିରକ୍ଷା ବାହିନୀ ଦାବି କରିଛି ଯେ ସେମାନେ ଇରାନର କମାଣ୍ଡ ସେ ବଜାରର ମାନଚିତ୍ର ବଦଳିଯାଇପାରେ । ସୂଚନାଯୋଗ୍ୟ, ଇରାନ ଯୁଦ୍ଧ ବର୍ତ୍ତମାନ ଏକ ବହୁପାକ୍ଷିକ ରୂପ ନେଇଛି । ୟେମେନର ହୁତି ବିଦ୍ରୋହୀମାନେ ଇରାନ ସମର୍ଥନରେ ଆଜି ପୁଣି ଦକ୍ଷିଣ ଇସ୍ରାଏଲ ଉପରେ କ୍ଷେପଣାସ୍ତ୍ର ମାଡ଼ କରିଛନ୍ତି । ଲେବାନନ ପଟୁ ହେଜବୋଲ୍ଲା ମଧ୍ୟ ରକେଟ ଓ ଡ୍ରୋନ୍ ଆକ୍ରମଣ ଜାରି ରଖିଛି । ଇରାନ ଉପରେ ଆମେରିକା ଓ ଇସ୍ରାଏଲ ଆକ୍ରମଣକୁ ମାସକ ବିତି ଯାଇଥିବାବେଳେ ମୃତ୍ୟୁସଂଖ୍ୟା ୨୦୦୦ ଟପିଛି । ଇରାନ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ତଥ୍ୟ ଅନୁଯାୟୀ, ଫେବ୍ରୁଆରି ୨୮ରୁ ଯୁଦ୍ଧ ଆରମ୍ଭ ହେବା ପରଠାରୁ ଇରାନରେ ୨୧୬ ଜଣ ଶିଶୁଙ୍କ ସମେତ ୨୦୭୬ ଜଣଙ୍କର ମୃତ୍ୟୁ ହୋଇଛି । ଏହି ଯୁଦ୍ଧରେ ୨୬,୫୦୦ ଲୋକ ଆହତ ହୋଇଛନ୍ତି । ଆହତଙ୍କ ମଧ୍ୟରେ ୧୭୬୭ ଜଣ ଶିଶୁ ଅଛନ୍ତି ।ଇରାନ ଇସ୍ରାଏଲର ଏକ ପ୍ରମୁଖ ରାସାୟନିକ କେନ୍ଦ୍ର ଉପରେ ବାଲିଷ୍ଟିକ୍ ମିଶାଇଲ୍ ହମଲା କରିଛି । ଏହା ଫଳରେ ସେହି ସ୍ଥାନରେ ଏକ ବଡ଼ ଅଗ୍ନିକାଣ୍ଡ ଘଟିଛି । ଦକ୍ଷିଣ ଇସ୍ରାଏଲର ନିଓଟ୍ ହୋଭାଭ ଶିଳ୍ପାଞ୍ଚଳରେ ଇରାନୀ ବାଲିଷ୍ଟିକ୍ ମିଶାଇଲ୍ ଆକ୍ରମଣ ଯୋଗୁଁ ଅଗ୍ନିକାଣ୍ଡ ପରେ ରାସାୟନିକ ଲିକ୍ ହେବାର ଆଶଙ୍କା ଥିବାରୁ ସୁରକ୍ଷା ଏଜେନ୍ସିଗୁଡ଼ିକୁ ହାଇ ଆଲର୍ଟରେ ରଖାଯାଇଛି । ନିଓଟ୍ ହୋଭାଭ ଉପରେ ଏହି ଆକ୍ରମଣ ସହିତ ଜଡିତ ଅନେକ ଫଟୋ ଏବଂ ଭିଡିଓ ମଧ୍ୟ ସାମ୍ନାକୁ ଆସିଛି । ଯେଉଁଥିରେ ଆକାଶକୁ ବଡ଼ ବଡ଼ ଧୂଆଁ ଉଠୁଥିବା ଦେଖାଯାଉଛି ।
ତେହେରାନରେ ନିଆଁର ତାଣ୍ଡବ: ରାଜଧାନୀ ସାରା ବିସ୍ଫୋରଣ
Social Share On:
Utkal Bulletin Is Now On WhatsApp Join And Get Latest News Updates Delivered To You Via WhatsApp
Social Share On:
Related News
ଅବିରାମ ବର୍ଷାରେ ବେହାଲ ରାଉରକେଲା ସ୍ମାର୍ଟ ସିଟି : ଜଳମଗ୍ନ ରାସ୍ତା, ରେଳପଥ ଓ ତଳିଆ ଅଞ୍ଚଳ, ଜନଜୀବନ ଅସ୍ତବ୍ୟସ୍ତ…
ରାଉରକେଲା, ୧୩ ଅଗଷ୍ଟ:ଆଜି ଭୋରୁ ରାଉରକେଲା ସହରରେ ଲାଗି ରହିଥିବା ଅବିରାମ ପ୍ରବଳ ବର୍ଷା ଯୋଗୁଁ ସ୍ମାର୍ଟ ସିଟିର ଜନଜୀବନ ସମ୍ପୂର୍ଣ୍ଣ ଭାବେ ପ୍ରଭାବିତ ହୋଇଛି। ଲଗାତାର ବର୍ଷା ଫଳରେ ସହରର ବିଭିନ୍ନ ତଳିଆ ଅଞ୍ଚଳରେ ପାଣି ପଶି ଅନେକ ଘର
ପିକକ୍ ଦ୍ବାର ଖୋର୍ଦ୍ଧାରେ ୨,୦୦୦ ଚାରାରୋପଣ।
ବାଲିଅନ୍ତା, ୧୨/୦୮ (ଗୋବର୍ଦ୍ଧନ ଦାସ): ପରିବେଶ ସୁରକ୍ଷାକୁ ପ୍ରୋତ୍ସାହନ ଦେବା, ସମୁଦାୟର ଅଂଶଗ୍ରହଣକୁ ସୁଦୃଢ଼ କରିବା ଏବଂ ଜଳବାୟୁ ପରିବର୍ତ୍ତନର ପ୍ରଭାବକୁ ମୁକାବିଲା କରିବା ଉଦ୍ଦେଶ୍ୟରେ ପିପୁଲସ୍ କଲଚରାଲ୍ ସେଣ୍ଟର (ପିକକ) ପକ୍ଷରୁ ଖୋର୍ଦ୍ଧା ଜିଲ୍ଲାର ବାଲିଅନ୍ତା, ବୋଲଗଡ଼ ଏବଂ ଭୁବନେଶ୍ବର
ସୁଶ୍ରୀ ଜ୍ୟୋତିର୍ମୟୀ ନାୟକ ଙ୍କୁ ସମ୍ବର୍ଦ୍ଧନା
ବାଲିଅନ୍ତା ୧୩/୦୮:- ପୂର୍ବତନ ଖାଦି ଓ ଗ୍ରାମଦ୍ୟୋଗ ବୋର୍ଡ ର ଅଧକ୍ଷ ଶ୍ରୀ ସଂଗ୍ରାମ କେଶରୀ ପାଇକରାୟ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଇଣ୍ଡିଆନ ଆଇଡଲ ସିଜିନ୍ ୧୬ର ବିଜେତା, ଓଡ଼ିଆ ଝିଅ ତଥା ଓଡ଼ିଶାର ଗର୍ବ ଗୌରବ କଣ୍ଠଶିଳ୍ପୀ ସୁଶ୍ରୀ ଜ୍ୟୋତିର୍ମୟୀ
ଓଡ଼ିଶା ଆଦର୍ଶ ବିଦ୍ୟାଳୟର ଅଧ୍ୟକ୍ଷା ମଞ୍ଜୁଷା ମିଶ୍ର ସମ୍ମାନିତ
ଭୂବନେଶ୍ୱର / ନୁଆଦିଲ୍ଲୀ - ଭିଜନ ଇଣ୍ଟରନ୍ୟାସନାଲ ଫାଉଣ୍ଡେସନ ପକ୍ଷରୁ କନଷ୍ଟିଚ୍ୟୁସନ କ୍ଲବ, ଡେପୁଟି ସ୍ପିକର ହଲ୍, ନୂଆ ଦିଲ୍ଲୀଠାରେ ଆୟୋଜିତ ମହିଳା ସଶକ୍ତିକରଣ ପାଇଁ ସମର୍ପିତ "ଓମେନ ଏମ୍ପାୱରମେଣ୍ଟ ଆୱାର୍ଡ ୨୦୨୬" ସମାରୋହର ଆୟୋଜନ କରାଯାଇଥିଲା ଏବଂ ସର୍ବଭାରତୀୟ ସ୍ତରରେ
ଆଞ୍ଚଳିକ ବିକାଶ ପରିଷଦ ପକ୍ଷରୁ ମେଧାବୃତ୍ତି ସମ୍ମାନ
ବାଲିଅନ୍ତା,୧୨|୮(ଗୋବର୍ଦ୍ଧନ ଦାସ):ଅଗ୍ରଣୀ ସ୍ବେଛାସେବୀ ଅନୁଷ୍ଠାନ ଆଞ୍ଚଳିକ ବିକାଶ ପରିଷଦ ପକ୍ଷରୁ ଲୋକପ୍ରିୟ ଜନନେତା, ବର୍ଷିଆନ ରାଜନେତା ପୂର୍ବତନ ମନ୍ତ୍ରୀ ସୁରେଶ କୁମାର ରାଉତରାୟଙ୍କ ୮୩ ତମ ଜନ୍ମଜୟନ୍ତୀ ଅବସରରେ ମେଧାବୃତ୍ତି ସମ୍ମାନ କାର୍ଯ୍ୟକ୍ରମ ସାମନ୍ତରାପୁର ସ୍ଥିତ ଭୂଆସୁଣୀ ମନ୍ଦିର ପ୍ରାଙ୍ଗଣରେ ପାଳିତ
ପିକକ୍ ଦ୍ବାର ଖୋର୍ଦ୍ଧାରେ ୨,୦୦୦ ଚାରାରୋପଣ।
ବାଲିଅନ୍ତା, ୧୨/୦୮ (ଗୋବର୍ଦ୍ଧନ ଦାସ): ପରିବେଶ ସୁରକ୍ଷାକୁ ପ୍ରୋତ୍ସାହନ ଦେବା, ସମୁଦାୟର ଅଂଶଗ୍ରହଣକୁ ସୁଦୃଢ଼ କରିବା ଏବଂ ଜଳବାୟୁ ପରିବର୍ତ୍ତନର ପ୍ରଭାବକୁ ମୁକାବିଲା କରିବା ଉଦ୍ଦେଶ୍ୟରେ ପିପୁଲସ୍ କଲଚରାଲ୍ ସେଣ୍ଟର (ପିକକ) ପକ୍ଷରୁ ଖୋର୍ଦ୍ଧା ଜିଲ୍ଲାର ବାଲିଅନ୍ତା, ବୋଲଗଡ଼ ଏବଂ ଭୁବନେଶ୍ବର
ଗାନ୍ଧିଜୀ ଅନୁଷ୍ଠାନ ପକ୍ଷରୁ ବନ୍ୟା ପୀଡିତଙ୍କୁ ରିଲିଫ ବଣ୍ଟନ
ପୁରୀ ତା 11/08/26 ପୁରୀ ଜିଲ୍ଲା ଅନ୍ତର୍ଗତ ବିଭିନ୍ନ ସ୍ଥାନରେ ପ୍ରଭାବିତଙ୍କୁ ଶୁଖିଲା ଖାଦ୍ୟ ବଣ୍ଟନ କରାଯାଇଛି ଗାନ୍ଧିଜୀ ସାମାଜିକ ଅନୁଷ୍ଠାନ ଟ୍ରଷ୍ଟ ର ନିର୍ଦ୍ଧେଶିକା ପ୍ରିୟାଂଶୀ ଦାଶଙ୍କ ପ୍ରଚେଷ୍ଟା ରେ ଅନୁଷ୍ଠାନର ସଭାପତି ପ୍ରସନ୍ନ କୁମାର ଲେଙ୍କାଙ୍କ ଅଧ୍ୟକ୍ଷତାରେ ପୁରୀଜିଲ୍ଲା
ଓଡ଼ିଆ ପାଲା ସଂସ୍କୃତିର ପ୍ରଚାର ପ୍ରସାର କ୍ଷେତ୍ରରେ ଗାୟକ ଶେଖର ଜଗନ୍ନାଥ ବେହେରା ଓ ଗାୟକ ସମ୍ରାଟ ଅଭୟ ଚରଣ ସ୍ୱାଇଁଙ୍କ ଅବଦାନ ଅତୁଳନୀୟ
ଭୁବନେଶ୍ୱର ତା 10/08/26 ଓଡ଼ିଆ ପାଲା ସଂସ୍କୃତିର ପ୍ରବାଦ ପୁରୁଷ ଗାୟକ ଶେଖର ଜଗନ୍ନାଥ ବେହେରା ଓ ଗାୟକ ସମ୍ରାଟ ଅଭୟ ଚରଣ ସ୍ୱାଇଁଙ୍କ ରାଜ୍ୟସ୍ତରୀୟ ଶ୍ରଦ୍ଧାଞ୍ଜଳି ସଭା ଓ ସ୍ମୃତିଚାରଣ କାର୍ଯ୍ୟକ୍ରମ ସ୍ଥାନୀୟ ଜୟଦେବ ଭବନ ଠାରେ ପୁଜ୍ୟ ପୂଜା
ଶ୍ୱେତଗଙ୍ଗାରେ ବୁଡି ଯୁବକଙ୍କ ମୃତ୍ୟୁ
ପୁରୀ ତା 10/08/26 ପୁରୀ ଶ୍ୱେତଗଙ୍ଗା ପୁଷ୍କରିଣୀରେ ଗାଧୋଇବା ସମୟରେ ଗୋଡ଼ ଖସିଯିବାରୁ ବାଲିଅନ୍ତା ବ୍ଲକ ସତ୍ୟଭାମାପୁର ଗ୍ରାମ ପଂଚାୟତ ଅନ୍ତର୍ଗତ ଗୋତଳ ଗ୍ରାମ(ଟୋଲକ ପଡା )ପିତା ସୁଶାନ୍ତ କୁମାର ପ୍ରଧାନଙ୍କ 18 ବର୍ଷର ପୁତ୍ର ସମ୍ବିତ ପ୍ରଧାନଙ୍କ ମୃତ୍ୟୁ ହୋଇଛି
ଓଡ଼ିଆ ପାଲା ସଂସ୍କୃତିର ପ୍ରଚାର ପ୍ରସାର କ୍ଷେତ୍ରରେ ଗାୟକ ଶେଖର ଜଗନ୍ନାଥ ବେହେରା ଓ ଗାୟକ ସମ୍ରାଟ ଅଭୟ ଚରଣ ସ୍ୱାଇଁଙ୍କ ଅବଦାନ ଅତୁଳନୀୟ
ଭୁବନେଶ୍ୱର ତା 10/08/26 ଓଡ଼ିଆ ପାଲା ସଂସ୍କୃତିର ପ୍ରବାଦ ପୁରୁଷ ଗାୟକ ଶେଖର ଜଗନ୍ନାଥ ବେହେରା ଓ ଗାୟକ ସମ୍ରାଟ ଅଭୟ ଚରଣ ସ୍ୱାଇଁଙ୍କ ରାଜ୍ୟସ୍ତରୀୟ ଶ୍ରଦ୍ଧାଞ୍ଜଳି ସଭା ଓ ସ୍ମୃତିଚାରଣ କାର୍ଯ୍ୟକ୍ରମ ସ୍ଥାନୀୟ ଜୟଦେବ ଭବନ ଠାରେ ପୁଜ୍ୟ ପୂଜା
ମୂଷଳ ବର୍ଷାରେ ଭୁଶୁଡ଼ିଲା ରାଉରକେଲା ରେଳ ଷ୍ଟେସନର ଷ୍ଟ୍ରକଚରାଲ ସେଡ୍…କାର୍ ସମେତ ବାଇକ୍ କ୍ଷତିଗ୍ରସ୍ତ, ଏକାଧିକ ସାମାନ୍ୟ ଆହତ।ନିର୍ମାଣର ମାନକୁ ନେଇ ଉଠିଲା ପ୍ରଶ୍ନ
ରାଉରକେଲା, ୧୦/୦୮: ଏକ ଘଣ୍ଟାର ମୂଷଳଧାରା ବର୍ଷାରେ ରାଉରକେଲା ରେଳ ଷ୍ଟେସନ୍ ସମ୍ମୁଖରେ ନିର୍ମିତ ଏକ ଷ୍ଟ୍ରକଚରାଲ ସେଡ୍ ହଠାତ୍ ଭୁଶୁଡ଼ି ପଡ଼ିବା ଘଟଣା ଆଜି ସକାଳେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ସେଡ୍ ତଳେ ପାର୍କିଂ ହୋଇଥିବା ଏକ କାର୍ ସମେତ
ଶ୍ୱେତଗଙ୍ଗାରେ ବୁଡି ଯୁବକଙ୍କ ମୃତ୍ୟୁ
ପୁରୀ ତା 10/08/26 ପୁରୀ ଶ୍ୱେତଗଙ୍ଗା ପୁଷ୍କରିଣୀରେ ଗାଧୋଇବା ସମୟରେ ଗୋଡ଼ ଖସିଯିବାରୁ ବାଲିଅନ୍ତା ବ୍ଲକ ସତ୍ୟଭାମାପୁର ଗ୍ରାମ ପଂଚାୟତ ଅନ୍ତର୍ଗତ ଗୋତଳ ଗ୍ରାମର 18 ବର୍ଷର ସମ୍ବିତ ପ୍ରଧାନଙ୍କ ମୃତ୍ୟୁ ହୋଇଛି l ଅଗ୍ନିଶମ ବିଭାଗ ତାଙ୍କୁ ଉଦ୍ଧାର କରି
ଅଗଷ୍ଟ ୯ ତାରିଖ କ୍ରାନ୍ତି ଦିବସରେ ନିଶା ହଟାଅ ଦେଶ ବଞ୍ଚାଅ କାର୍ଯ୍ୟକ୍ରମରେ ସାମିଲ ହେଲେ ଧଉଳି ସ୍ଵୟଂ ସହାୟତା ଗୋଷ୍ଠୀ।
ବାଲିଅନ୍ତା ୦୯/୦୮ :- ଦିନକୁ ଦିନ ମଦ ନିଶା ଓ ଅନ୍ୟାନ୍ୟ ନିଶାର ପ୍ରାଦୁର୍ଭାବ ବୃଦ୍ଧି ଘଟିବାରେ ଲାଗିଛି।ଯାହା ସହର ଠାରୁ ଗ୍ରାମ୍ୟ ଜୀବନକୁ କଳୁଷିତ କରିଚାଲିଛି। କେତୋଟି ମୁଷ୍ଟିମେୟ ବ୍ୟକ୍ତି ଲୁଚାଛପାରେ ବାହାରୁ ଦେଶୀ ମଦ ଆଣି ଗାଁ ଗହଳରେ
ବାଲିଆନ୍ତା ବ୍ଲକର ଗୋହାଳ ଗ୍ରାମରେ ବରିଷ୍ଠ ନାଗରିକଙ୍କୁ ଛତା ବିତରଣ।
ବାଲିଅନ୍ତା୦୯/୮ ( ଗୋବର୍ଦ୍ଧନ ଦାସ) :ସମାଜର ବରିଷ୍ଠ ନାଗରିକଙ୍କ ସେବା ଓ ସମ୍ମାନକୁ ପ୍ରୋତ୍ସାହିତ କରିବା ଉଦ୍ଦେଶ୍ୟରେ ପିପୁଲ୍ସ କଲ୍ଚରାଲ୍ ସେଣ୍ଟର (ପିକକ୍)ର ଆୟୋଜନରେ ଆଜି ଖୋର୍ଦ୍ଧା ଜିଲ୍ଲାର ବାଲିଆନ୍ତା ବ୍ଲକ ଅନ୍ତର୍ଗତ ଗୋହଳ ଗ୍ରାମରେ ଏକ ସେବାମୂଳକ କାର୍ଯ୍ୟକ୍ରମ ଅନୁଷ୍ଠିତ
କ୍ରାନ୍ତିଦିବସରେ ରକ୍ତଦାନ ସହ ଯୁବପୀଢ଼ିଙ୍କୁ ବାର୍ତ୍ତା
ଭୁବନେଶ୍ୱର ତା 09/08/26 ଅଗଷ୍ଟ କ୍ରାନ୍ତିଦିବସ ଅବସରରେ "ସମାଜ ଓ ଉଇ ଫର ଭୁବନେଶ୍ୱର "ପକ୍ଷରୁ ଉତ୍କଳମଣି ଗୋପବନ୍ଧୁ ଦାସଙ୍କ 98 ତମ ଶ୍ରାଦ୍ଧ ଦିବସ ଅବସରରେ ସ୍ଥାନୀୟ କଳ୍ପନା ସ୍ଥିତ 45 ନମ୍ବର ୱାର୍ଡ କାର୍ଯ୍ୟାଳୟରେ ଏକ ବିଶାଳ ରକ୍ତଦାନ
ବାଳକାଟି ଉମା ମାର୍ଶାଲ ଆର୍ଟର ୬ ଜଣ ପିଲା ପାଇଲେ ୧୮ ମେଡାଲ
ବାଲିଅନ୍ତା, ୮ / ୮ ହାଇଦ୍ରାବାଦ ଲକ୍ଷ୍ମୀ ଗାର୍ଡେନ ଅଡିଟୋରିୟରେ ଅନୁଷ୍ଠିତ ଦ୍ଵିତୀୟ ଆନ୍ତର୍ଜାତୀୟ ମାର୍ଶାଲ ଆର୍ଟ ପ୍ରତିଯୋଗିତାରେ ବାଳକାଟି ଉମା ମାର୍ଶାଲ ଆର୍ଟର ୬ ଜଣ ପ୍ରତିଯୋଗୀ ୧୮ଗୋଟି ମେଡାଲ ଜିତି ଅଞ୍ଚଳ ପାଇଁ ସୁନାମ ଆଣିଛନ୍ତି lକୋଚ୍ ଉମାକାନ୍ତ
ବାଲୁଗାଁ ପୋଲିସର ତତ୍ପରତା,ହଜି ଯାଇଥିବା ମୋବାଇଲ ମାଲିକଙ୍କୁ ଫେରାଇଲା।
ଚିଲିକା, ୯।୮:ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ବାଲୁଗାଁ ପୋଲିସ ହଜିଯାଇଥିବା ଗୋଟିଏ ମୋବାଇଲ୍ ଫୋନ୍ ଉଦ୍ଧାର କରି ତାର ଅସଲି ମାଲିକଙ୍କୁ ଫେରାଇଦେଇଛି । ପୋଲିସର ଏହି ତ୍ୱରିତ କାର୍ଯ୍ୟାନୁଷ୍ଠାନକୁ ସ୍ଥାନୀୟ ଲୋକେ ପ୍ରଶଂସା କରିଛନ୍ତି ।ସୂଚନା ମୁତାବକ, ବାଲୁଗାଁ ଥାନା ଅଧୀନ
ସାରସ୍ୱତ ସାଧିକା ତଥା ଡ଼ଃ ଆର୍ଯ୍ୟକୁମାର ଜ୍ଞାନେନ୍ଦ୍ରଙ୍କଶାଶୁ ଶ୍ରୀମତୀ ସାବିତ୍ରୀ ରାଉତଙ୍କ ବିୟୋଗ
ଭୁବନେଶ୍ୱର ତା ୦୮/୦୮/୨୬ : ବରିଷ୍ଠ ରାଜନେତା, ସଂସ୍କୃତି ପୁରୁଷ ଡ଼ଃ ଆର୍ଯ୍ୟ କୁମାର ଜ୍ଞାନେନ୍ଦ୍ରଙ୍କ ଶାଶୁ ଶ୍ରୀମତୀ ସାବିତ୍ରୀ ରାଉତଙ୍କ ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ୮୭ ବର୍ଷ ବୟସରେ ହୃଦଘାତରେ ପରଲୋକ ଘଟିଛି । ସେ ଜଣେ ଅତ୍ୟନ୍ତ
ଗାୟକ ଶେଖର ଜଗନ୍ନାଥ ବେହେରା ଓ ଗାୟକ ସମ୍ରାଟ ଅଭୟ ଚରଣ ସ୍ୱାଇଁଙ୍କ ଶ୍ରଦ୍ଧାଞ୍ଚଳୀ ସଭା |
ଚିଲିକା, ୮। ୮:ଖୋର୍ଦ୍ଧା ଜିଲ୍ଲା ବାଣପୁର ବ୍ଲକ ଅନ୍ତର୍ଗତ ନାଚୁଣୀ ଠାରେ ବାଣପୁର ଭଗବତୀ ମଣ୍ଡଳ ପାଲାଗାୟକ ପରିଷଦ ଓ ଜାଗୃତିକା ଅନୁଷ୍ଠାନର ମିଳିତ ଆନୁକୂଲ୍ୟରେ ସ୍ୱର୍ଗତ ଗାୟକ ଶେଖର ପଦ୍ମଶ୍ରୀ ଜଗନ୍ନାଥ ବେହେରା ଓ ଗାୟକ ସମ୍ରାଟ ଅଭୟ ଚରଣ
ଡଃ ଜ୍ଞାନେନ୍ଦ୍ର ଙ୍କ ଶାଶୁ ଶ୍ରୀମତୀ ସାବିତ୍ରୀ ରାଉତଙ୍କ ବିୟୋଗ
ଭୁବନେଶ୍ୱର-୦୭/୦୮/୨୦୨୬: ବରିଷ୍ଠ ରାଜନେତା, ସଂସ୍କୃତି ପୁରୁଷ ଡଃ ଆର୍ଯ୍ୟ କୁମାର ଜ୍ଞାନେନ୍ଦ୍ରଙ୍କ ଶାଶୁ ଶ୍ରୀମତୀ ସାବିତ୍ରୀ ରାଉତ ଆଜି ଅପରାହ୍ନ ୩ ଘ. ସମୟରେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲ୍ରେ ୮୭ ବର୍ଷ ବୟସରେ ହୃଦ୍ଘାତରେ ପରଲୋକ ଗମନ କରିଛନ୍ତି ।
Politics
ଜନଗଣନା କାର୍ଯ୍ୟକ୍ରମ ପାଇଁ ନିଯୁକ୍ତି ପତ୍ର ପ୍ରଦାନ
Entertainment
ପିକକ୍ ଦ୍ବାର ଖୋର୍ଦ୍ଧାରେ ୨,୦୦୦ ଚାରାରୋପଣ।
ସୁଶ୍ରୀ ଜ୍ୟୋତିର୍ମୟୀ ନାୟକ ଙ୍କୁ ସମ୍ବର୍ଦ୍ଧନା