କଳାହାଣ୍ଡି ,୭|୧(ଉତ୍କଳ ବୁଲେଟିନ)କଳାହାଣ୍ଡି ଜ଼ିଲ୍ଲା ମା ମାଣିକେଶ୍ଵରୀ ବିଶ୍ଵବିଦ୍ୟାଳୟ ବାଣିଜ୍ୟ ବିଭାଗ ପ୍ରଥମ ବର୍ଷ ର ଛାତ୍ରୀ ତୋଫାଲି ନାଏକ ଇନ୍ଦ୍ରାବତୀ ଛାତ୍ରୀ ନିବାସ ଠାରେ ଗତ ଡିସେମ୍ବର ୧୯ ତାରିଖ ଦିନ ସନ୍ଦେହଜନକ ମୃତ୍ୟୁ ହୋଇଯାଇଥିଲା। ଏସଂକ୍ରାନ୍ତରେ ଅଲ ଓଡିଶା ସିଡୁଲ କାଷ୍ଟ ଫେଡରେସନ ପକ୍ଷରୁ ସ୍ଥାନୀୟ ଓରିଅନ ହୋଟେଲ ଠାରେ ଏକ ପ୍ରେସ ମିଟ ଅନୁଷ୍ଠିତ ହୋଇଥିଲା।ଏଥିରେ ସେମାନେ ପ୍ରକାଶ କରିଥିଲେ ଯେ ପରିବାର ଲୋକଙ୍କ ଅଭିଯୋଗ ଏବଂ ବିଶ୍ଵବିଦ୍ୟାଳୟ କର୍ତ୍ତୃପକ୍ଷ କହିବା କଥା ସହ ପାରିପାର୍ଶ୍ବିକ ସ୍ଥିତି କୁ ଅନୁଧ୍ୟାନ କଲେ ଯାହା ଜଣା ପଡୁଥିଲା ଏହା ହତ୍ୟାକାଣ୍ଡ ହୋଇ ଥାଇପାରେ କିମ୍ବା ଏକ ମୋବାଇଲ ଚୋରି ଘଟଣା କୁ ନେଇ ହଷ୍ଟେଲ ଭିତରେ ସର୍ବ ସମ୍ମୁଖରେ ଅତ୍ୟନ୍ତ ଅପମାନ କରିଥିବା ଦୃଷ୍ଟିରୁ ନାବାଳିକା ଝିଅ ମୃତ୍ୟୁ ର ବାଟ ବାଛି ନେଇ ଥାଇପାରେ ବୋଲି ଭାବୁଥିବା ସଂଗଠନର ସଭାପତି ଧନଞ୍ଜୟ ଦୀପ ଗଣମାଧ୍ୟମ ସମ୍ବୁଖରେ ପ୍ରକାଶ କରିଥିଲେ। ଜାନୁଆରୀ ୪, ତରିଖ ଦିନ ଝିଅ ର ପରିବାର ପୋଲିସର ଉପସ୍ଥିତରେ ହଷ୍ଟେଲ ରୁ ଝିଅର ବ୍ୟବହାର କରୁଥିବା ସବୁ ଜିନିଷ ପତ୍ର ଘରକୁ ଆଣିଲେ ଝିଅ ର ମୋବାଇଲ କଭର ଭିତରେ ଏକ ଲେଖା ବାହାରିଲା ସେଥିରେ ସେ ଝିଅ ତାର ସାନ ଭଉଣୀ କୁ ଲେଖିଛି ମୋତେ ଦୁଇଟି ଝିଅ ମାରି ଦେବା କୁ ପ୍ଲାନ୍ କରୁଛନ୍ତି ବୋଲି ଏଣୁ ଏହି ଠାରୁ ପ୍ରମାଣିତ ହେଉଛି ଯେ ଝିଅ କୁ ମାରି ଦିଆଯାଇଛି । ହେଲେ ମୃତ୍ୟୁର ଆଜ କୁ ୧୮ ଦିନ ହେଲା ପରେ ବି ମୃତ୍ୟୁର ରହସ୍ଯ ପୋଲିସ ଉନ୍ମୋଚନ କରି ପରିନ ଥିବା ଚିନ୍ତାର ବିଷୟ ।,ଝିଅ କୁ ମାରି ଦିଆଯାଇ ଥାଉ କିମ୍ବା ମରିବା ପାଇଁ ଉସକାଯାଇଥାଉ ଯାହା ହେଲେ ବି ଦୋଷ ଅପରାଧ ଅଟେ।, ଏହି ଘଟଣାରେ ବିଶ୍ଵବିଦ୍ୟାଳୟ କର୍ତ୍ତୃପକ୍ଷ ମଧ୍ଯ ହଷ୍ଟେଲର
ଅଧକ୍ଷ ଓଡେନ ର କାର୍ଯ୍ୟରେ ଅବହେଳା ଯୋଗୁଁ ଗୋଟିଏ ଝିଅ ର ଜୀବନ ଗଲା କିନ୍ତୁ ତାଙ୍କ ଉପରେ ଆଜି ପର୍ଯ୍ୟନ୍ତ ଶୃଙ୍ଖଳାଗତ କାର୍ଯ୍ୟନୁଷ୍ଠାନ ଗ୍ରହଣ ନ କରିବା ଏହି ବିଷୟ କୁ ଆହୁରି ଅଧିକ ସନ୍ଦେହ ଘେରକୁ ନେଇ ଯାଉଛି ।ଏଣୁ ଅଲ୍ ଓଡ଼ିଶା ସିଡୁଲ୍ଡ କାଷ୍ଟ ଫେଡରେସନ ତରଫରୁ କଳାହାଣ୍ଡି ପୋଲିସ ପ୍ରଶାସନ ମୁଖ୍ୟ ଆରକ୍ଷୀ ଅଧିକ୍ଷକ, ଗୃହ ମନ୍ତ୍ରୀ ଓଡିଶାର ମୁଖ୍ୟମନ୍ତ୍ରୀ ଏହି ଘଟଣା ଉପରେ ହସ୍ତକ୍ଷେପ କରି ଦୋଷୀ ମାନଙ୍କ ବିରୋଧରେ ଦୃଢ଼ କାର୍ଯ୍ଯାନୁଷ୍ଠାନ ନେବା ପାଇଁ ଅନୁରୋଧ କରିବା ସହ ଦାବୀ କରୁଛୁ।,ଉଚିତ୍ ନ୍ୟାୟ ନ ମିଳିଲେ ରାଜ ରାସ୍ତା କୁ ଓହ୍ଲାଇବାକୁ ବାଧ୍ୟ ହେବୁ ବୋଲି ସଂଘ ପକ୍ଷରୁ,ଉକ୍ତ ପ୍ରେସ୍ ମିଟ୍ ଦୃଢ ନିଷ୍ପତି ନିଆଯାଇଥିବା ସେ କହିଛନ୍ତି।ଏହି କାର୍ଯ୍ୟକ୍ରମ ରେ ସଂଗଠନର ସଭାପତି ଧନଞ୍ଜୟ ଦୀପ୍,ଉପଦେଷ୍ଟା ଶତ୍ରୁଘ୍ନ ନାଏକ,ଧନଞ୍ଜୟ ଖମାରି,ଭଗବାନ ନାଏକ,,ରୋହିତ ଛତ୍ରୀଆ, ସୁନ୍ଦର ଲାଲ କୁମାର, ସତ୍ୟନାରାୟଣ ବୈଶଙ୍କ ସମେତ ବିଭିନ୍ନ ଗଣମାଧ୍ୟମ ପ୍ରତିନିଧିମାନେ ଉପସ୍ଥିତ ରହି ଥିଲେ Iକଳାହାଣ୍ଡି ଜ଼ିଲ୍ଲା ରୁ ପ୍ୟାରିଲାଲ ଦୁର୍ଗା ଙ୍କ ରିପୋର୍ଟ
ତୋଫାଲି ନାଏକ ମୃତ୍ୟୁ ଘଟଣାର ନିରପେକ୍ଷ ତଦନ୍ତ ଦାବି କରି ଅଲ୍ ଓଡ଼ିଶା ସିଡୁଲ୍ଡ କାଷ୍ଟ ଫେଡରେସନର ପ୍ରେସ୍ ମିଟ
Social Share On:
Utkal Bulletin Is Now On WhatsApp Join And Get Latest News Updates Delivered To You Via WhatsApp
Social Share On:
Related News
ମ.ରାମପୁର ସବ୍ ରେଜିଷ୍ଟର ଅଧିକାରୀଙ୍କ ନାମରେ ମାତ୍ରାଧିକ ବେଞ୍ଚ ମାର୍କ ମୂଲ୍ୟ ଦାବୀ ନେଇ ଅଭିଯୋଗ
କଳାହାଣ୍ଡି,୧୪।୩(ପ୍ୟାରିଲାଲ ଦୁର୍ଗା ଙ୍କ ରିପୋର୍ଟ)କଳାହାଣ୍ଡି ଜିଲ୍ଲା, ମ.ରାମପୁର ସବ୍ ରେଜିଷ୍ଟର ସୌଦାମିନି ମାଝି ଜମି ରେଜିଷ୍ଟ୍ରେସନ୍ ବାବଦକୁ ସରକାର ଙ୍କ ନିୟମ ଉଲଂଘନ କରି ନିଜ ମନ
ଚିତାବାଘ ର ନଖ ଜବତ ତିନି ଯୁବକ ଗିରଫ ଓ କୋର୍ଟ ଚାଲାଣ
କଳାହାଣ୍ଡି,୧୪|୩(ପ୍ୟାରିଲାଲ ଦୁର୍ଗା ଙ୍କ ରିପୋର୍ଟ):ବେଆଇନ ଭାବେ ବନ୍ୟଜନ୍ତୁ ଙ୍କ ର ଶିକାର କରି ବ୍ୟବସାୟ ଚାଲୁଥିବା ସମ୍ପର୍କରେ କୌଣସି ସୂତ୍ରରୁ ସୂଚନା ପାଇ କଳାହାଣ୍ଡି ଉତ୍ତର ବନଖଣ୍ଡ
ସଶକ୍ତ ଓଡିଶା ପକ୍ଷରୁ ବିଶ୍ୱ ମହିଳା ଦିବସ ଅନୁଷ୍ଠିତ
ଭୁବନେଶ୍ୱର, 08/03/ 26: ସାମାଜିକ ଅନୁଷ୍ଠାନ "ସଶକ୍ତ ଓଡିଶା"ପକ୍ଷରୁ ସ୍ଥାନୀୟ ସିଆରପି ସ୍ଥିତ କାର୍ଯ୍ୟାଳୟ ଠାରେ "ବିଶ୍ୱ ମହିଳା ଦିବସ -2026 ଆବାହକ ବିଜୟ କୁମାର ପ୍ରଧାନଙ୍କ
ଆନ୍ତର୍ଜାତୀୟ ମହିଳା ଦିବସ ଉପଲକ୍ଷେ ନାଟକ ‘ଖାଣ୍ଟି ସୁନା’
ଚିଲିକା: ଆନ୍ତର୍ଜାତୀୟ ମହିଳା ଦିବସ ପାଳନ ଅବସରରେ ବାଲୁଗାଁସ୍ଥିତ ମା' ଭଗବତୀ କଳା ନିକେତନ ର ଓଡ଼ିଆ ଅସ୍ମିତା ଉପରେ ଆଧାରିତ ନାଟକ "ଖାଣ୍ଟି ସୁନା" ଗୈ।ରୀ
ବିଶ୍ଵ ମହିଳା ଦିବସକୁ ନେଇ ଏସବିଆଇ, ରାମଜୀ ଫାଉଣ୍ଡେସନ ତରଫରୁ ଜରାୟୁ କର୍କଟ ରୋଗ ସଚେତନତା ଶିବିର
କଳାହାଣ୍ଡି,୮|୩(ପ୍ୟାରିଲାଲ ଦୁର୍ଗା ଙ୍କ ରିପୋର୍ଟ): ଆଜି ସାରା ବିଶ୍ୱରେ ବିଶ୍ୱ ମହିଳା ଦିବସ ପାଳନ କରୁଥିବା ବେଳେ କଳାହାଣ୍ଡି ଜ଼ିଲ୍ଲା କେସିଙ୍ଗା ଠାରେ ଏସବିଆଇ ଓ ରାମଜୀ
ଧର୍ମଗଡ ତାଳୁକ ଆଇନ ସେବା ସମିତି ତରଫରୁ ବିଶ୍ୱ ମହିଳା ଦିବସ ପାଳିତ
କଳାହାଣ୍ଡି,୮|୩(ପ୍ୟାରିଲାଲ ଦୁର୍ଗା ଙ୍କ ରିପୋର୍ଟ): କଳାହାଣ୍ଡି ଜ଼ିଲ୍ଲା ଧର୍ମଗଡ଼ ତାଲୁକ ଆଇନ ସେବା ସମିତି ଦ୍ବାରା ଅତିରିକ୍ତ ଜିଲ୍ଲା ଜର୍ଜ ତଥା ତାଲୁକ ଆଇନ ସେବା ସମିତିର
ବିଶ୍ୱ ମହିଳା ଦିବସ ଅବସରରେ – “ସମାଜସେବାରେ ସମିତା”
ଅଦ୍ୟମ ଇଚ୍ଛାଶକ୍ତି, ନିଷ୍ଠା, ଏକାଗ୍ରତା । ଅଧ୍ୟ୍ୟବସାୟ ଆଗରେ କୌଣସି ପ୍ରତିବନ୍ଧକ ବି ହାର ମାନିଥାଏ। ଜୀବନର ସଂଘର୍ଷର ବହୁ ଘାତ ପ୍ରତିଘାତ ମଧ୍ୟରେ ଗତି କରି
ଇନ୍ଦିରା ଗାନ୍ଧୀ ଜାତୀୟ ମୁକ୍ତ ବିଶ୍ୱବିଦ୍ୟାଳୟ ସହ-ନିର୍ଦ୍ଦେଶକଙ୍କ ବିଯୋଗ
ଚିଲିକା : ଗତକାଲି ଅପରାହ୍ନ ୫ ଘଟିକା ସମୟରେ ଇନ୍ଦିରା ଗାନ୍ଧୀ ଜାତୀୟ ମୁକ୍ତ ବିଶ୍ୱବିଦ୍ୟାଳୟ ଭୁବନେଶ୍ୱର ଶାଖାର ପ୍ରାକ୍ତନ୍ ସହ-ନିର୍ଦ୍ଦେଶକ ପ୍ରଦୀପ କୁମାର ରଥଙ୍କ ଭୁବନେଶ୍ୱରସ୍ଥିତ
ପିସ୍ଲିଲି ପ୍ରି-ସ୍କୁଲର ୩ୟ ବାର୍ଷିକ ଉତ୍ସବ ଅନୁଷ୍ଠିତ
ଭୁବନେଶ୍ୱର: ସ୍ଥାନୀୟ ଗୁରୁ କେଳୁଚରଣ ମହାପାତ୍ର ନୃତ୍ୟ ଗବେଷଣା କେନ୍ଦ୍ରଠାରେ ପିସ୍ଲିଲି ପ୍ରି-ସ୍କୁଲର ଡେ-କେୟାର ର ତୃତୀୟ ବାର୍ଷିକ ଉତ୍ସବ ଓ ପୁରସ୍କାର ବିତରଣ ସଂଯୋଜିକା ଆଦ୍ୟାଶାଙ୍କ
ଇଟିପୁର ଆଞ୍ଚଳିକ ସରକାରୀ ଉଚ୍ଚ ବିଦ୍ୟାଳୟରେ ବାର୍ଷିକୋତ୍ସବ ପାଳିତ
ବାଲିଅନ୍ତା,୬|୩: ଭୁବନେଶ୍ୱର ବ୍ଲକ ଅଧିନ ଇଟିପୁର ସ୍ଥିତ ଆଞ୍ଚଳିକ ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ଆଜି ମହାସମାରୋହରେ ବିଦ୍ୟାଳୟର ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି।ବିଦ୍ୟାଳୟର ପ୍ରଧାନଶିକ୍ଷୟିତ୍ରୀ ସନ୍ଧ୍ୟାରାଣୀ
ପ୍ରତାପ ଶାସନ ଡିଗ୍ରୀ କଲେଜରେ ଛାତ୍ରୀମାନଙ୍କ ଆତ୍ମରକ୍ଷା କୌଶଳ ଶିବିର
ବାଲିଅନ୍ତା : ବାଳକାଟୀସ୍ଥିତ ପ୍ରତାପ ଶାସନ ଡିଗ୍ରୀ କଲେଜ ପରିସରରେ ଛାତ୍ରୀମାନଙ୍କ ଆତ୍ମରକ୍ଷା କୌଶଳ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇ ଯାଇଛି । ପ୍ରଥମ ବର୍ଷର 87
ଇଚ୍ଛାପୁରରେ ନୂତନ ମନ୍ଦିର ପ୍ରତିଷ୍ଠା
ଚିଲିକା: ଚିଲିକା ବ୍ଲକ ଅନ୍ତର୍ଗତ ଇଚ୍ଛାପୁର ଗ୍ରାମରେ ଗୁରୁବାର ଦିନ ତାରେଣୀ ଠାକୁରାଣୀଙ୍କ ନୂତନ ମନ୍ଦିର ପ୍ରତିଷ୍ଠା କରାଯିବା ସହ ମା' ଙ୍କ ବିଗ୍ରହ ସ୍ଥାପନ କରାଯାଇଛି
ଧୂମଧାମରେ ହୋଲି ଉତ୍ସବ ପାଳନ
ବାଲିଅନ୍ତା,୫|୩: ରଙ୍ଗର ପର୍ବ ହୋଲି ବାଳକାଟି ଏବଂ ଏହାର ଆଖପାଖ ଅଞ୍ଚଳରେ ଧୁମଧାମ ପାଳନ ହୋଇଯାଇଛି l ଉତ୍ସବମୁଖର ହୋଇଉଠିଥିଲେ ଛୋଟ ପିଲା ଠାରୁ ଆରମ୍ଭ କରି
ଶାସ୍ତ୍ରୀଜି ଶିକ୍ଷା ନିକେତନ ଛାତ୍ରଙ୍କ ପାଣିରେ ବୁଡି ମୃତ୍ୟୁ
ହୋଲି ଖେଳ ହେଲା କାଳ କଳାହାଣ୍ଡି,୬,୩(ପ୍ୟାରିଲାଲ ଦୁର୍ଗା ଙ୍କ ରିପୋର୍ଟ): ବୁଧବାର ଦିନ ହୋଲି ଖେଳ ପାଇଁ ଚାରିଆଡ଼େ ଉତ୍ସବ ମାହୋଲ ଥିବା ବେଳେ ଭବାନୀପାଟଣା ସହରରୁ
ପଲ୍ଲବୀ ନାଟ୍ୟ କଳା ପରିଷଦର ବାର୍ଷିକ ଉତ୍ସବ ଓ ଗୁରୁ ସମ୍ବର୍ଦ୍ଧନା
ଚିଲିକା:ବାଣପୁର-ଚିଲିକା ଅଞ୍ଚଳର ଅଗ୍ରଣୀ ନାଟ୍ୟ ସଂସ୍ଥା ପଲ୍ଲବୀ ନାଟ୍ୟ କଳା , ମଠପୁର ର ୬ଷ୍ଠ ସାମ୍ବତ୍ସରିକ ଉତ୍ସବ ପାଳନ ଅବସରରେ ସାଂସ୍କୃତିକ କ୍ଷେତ୍ରରେ ପାରଦର୍ଶିତା ଅର୍ଜନ
ଟଙ୍କପାଣି ଗ୍ରାମରେ ଦୋଳ ଉତ୍ସବ ପାଳିତ
ବାଲିଅନ୍ତା,୫|୩: ଭୁବନେଶ୍ୱର ଉପକଣ୍ଠ ଟଙ୍କପାଣି ଗ୍ରାମରେ ୨ ଦିନ ଧରି ଦୋଳ ଉତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି l ଦ୍ୱାଦଶରୁ ଚତୁର୍ଦ୍ଦଶୀ ପର୍ଯ୍ୟନ୍ତ ରାତିରେ ସୁସଜ୍ଜିତ ବିମାନରେ
କଳାହାଣ୍ଡି ଜିଲ୍ଲାର ପ୍ରବାଦ ପୁରୁଷ ଦୟାନିଧି ନାଏକଙ୍କ ୧୧୦ତମ ଜନ୍ମଦିନ ପାଳିତ
କଳାହାଣ୍ଡି,୪|୩(ପ୍ୟାରିଲାଲ ଦୁର୍ଗା ଙ୍କ ରିପୋର୍ଟ): କଳାହାଣ୍ଡି ଜିଲ୍ଲାର ପ୍ରବାଦପୁରୁଷ ଓ ବିକାଶର ଅଗ୍ରଦୂତ ଭାବେ ସାରା ରାଜ୍ୟରେ ଖ୍ଯାତିଅର୍ଜନ କରିଥିବା ବିଶିଷ୍ଟ ରାଜନୀତିଜ୍ଞ, ସମାଜସେବୀ, ସଂସ୍କାରକ,ମେଧାବୀ, ସର୍ବୋପରି
ଧର୍ମଗଡରେ ନୂତନ ମହିଳା ଡିଏସପି ଆଇପିଏସ ସୂଶ୍ରୀ ଭର୍ଷିଥା ଅଡ଼େପୁ
କଳାହାଣ୍ଡି,୩|୩,(ପ୍ୟାରିଲାଲ ଦୁର୍ଗା): କଳାହାଣ୍ଡି ଜ଼ିଲ୍ଲା ଧର୍ମଗଡ ଉପଖଣ୍ଡ ରେ ନୂତନ ଭାବେ ଯୋଗଦାନ ଦେଲେ ମହିଳା ଆଇପିଏସ ସୂଶ୍ରୀ ଭର୍ଷିଥା ଅଡେପୂ | ମହିଳା ଡିଏସପି ସୂଶ୍ରୀ
‘ଓଡ଼ିଆ କଳାକାରଙ୍କ ସ୍ୱର’ ର ୩ୟ ବାର୍ଷିକ ନିର୍ବାଚନ ପ୍ରକ୍ରିୟା ସମ୍ପୂର୍ଣ
ଭୁବନେଶ୍ୱର: ଓଡ଼ିଶାର ଆଗଧାଡିର ସଂଗଠନ ଓଡ଼ିଆ କଳାକାରଙ୍କ ସ୍ୱର (OKS) ର ୩ୟ ବାର୍ଷିକ ନିର୍ବାଚନ ପ୍ରକ୍ରିୟା ଆନୁଷ୍ଠାନିକ ଭାବେ ସମ୍ପୂର୍ଣ ହୋଇଛି ।ଏହି ପ୍ରକ୍ରିୟାରେ OKS
ଚାଚେରୀ ଖିଆକୁ ବାହାରିଲେ ମା’ଭଗବତୀ
ଏଥରଗ୍ରହଣ ଯୋଗୁଁ ଚତୁର୍ଦ୍ଦଶୀରେ ହେବ ବାପଘର ପଖାଳ ଖିଆ । ଚିଲିକା,୨।୩: ଉତ୍କଳରେ ଦୋଳଗୋବିନ୍ଦ ପାଇଁ ଦୋଳପର୍ବ ହୋଇଥିବା ବେଳେ ଶକ୍ତିପୀଠ ବାଣପୁରରେ ମା' ଭଗବତୀଙ୍କ ଚ଼ାଚ଼େରୀଖିଆ
Politics
ନାଚୁଣୀ ମହାବିଦ୍ୟାଳୟରେ ଉଦ୍ୟାନ କୃଷିର ସଫଳ ପ୍ରୟୋଗ ସମ୍ବନ୍ଧୀୟ ଆଲୋଚନା ଚ଼କ୍ର
ବାଲୁଗାଁ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଳିତ ହେଲା ୮୦ତମ ସ୍ୱାଧୀନତା ଦିବସ
Entertainment
ଶୁଭ୍ରା ଦାସଙ୍କ ‘କଳା ପ୍ରେମେ ହେଲି ବାଇ’କବିତା ପୁସ୍ତକ ଉନ୍ମୋଚିତ