ଦ୍ଵିତୀୟଥର ପାଇଁ ମା’ ହେଲା ସିଂହୀ ରେୱା। ରବିବାର ସିଂହୀ ରେୱା ୩ଟି ଶାବକକୁ ଜନ୍ମ ଦେଇଛି। ପ୍ରଥମ ଶାବକ ସକାଳ ୭ଟା ସମୟରେ ଜନ୍ମ ଦେଇଥିବା ବେଳେ ଅଧ ଘଣ୍ଟା ପରେ ଦ୍ଵିତୀୟ ଶାବକ ଜନ୍ମ ଦେଇଥିଲା। ଏହାପରେ ଦିନ ୩ଟା ୫୦ ମିନିଟରେ ଆଉ ଏକ ଶାବକକୁ ଜନ୍ମ ଦେଇଥିଲା। ତେବେ ସମସ୍ତ ଶାବକ ଅଣ୍ଡିରା ବୋଲି ପ୍ରାଥମିକ ସ୍ତରରେ ଜଣାପଡ଼ିଛି। ମାଆ ସିଂହୀ ରେୱା ୩ ଛୁଆଙ୍କୁ ଜନ୍ମ ଦେବା ପରେ ପ୍ରାଣୀ ହସ୍ପିଟାଲର ICUରେ ରଖାଯାଇଛି। ନନ୍ଦନକାନନ କର୍ତ୍ତୃପକ୍ଷ ୩ଟି ଛୁଆଙ୍କ ଯତ୍ନ ନେଉଛନ୍ତି। ତେବେ ସେମାନଙ୍କୁ ବେବି ରିୟରିଂ ସେଣ୍ଟରରେ ରଖାଯିବା ସହ ସେମାନଙ୍କୁ ଚିକିତ୍ସା କରାଯାଉଛି। ବର୍ତ୍ତମାନ ସମସ୍ତ ଶାବକ ଛୁଆ ସୁସ୍ଥ ରହିଥିବା ସୂଚନା ମିଳିଛି। ଏହି ୩ଟି ଶାବକୁ ମିଶାଇ ନନନ୍ଦନକାନରେ ସିଂହ ସଂଖ୍ୟା ୨୬ରେ ପହଞ୍ଚିଛି। ବନ୍ୟପ୍ରାଣୀ ପିସିସିଏଫ ସୁଶାନ୍ତ ନନ୍ଦ ୩ ସିଂହ ଛୁଆଙ୍କ ଭିଡିଓ ଓ ଫଟୋ ପୋଷ୍ଟ କରିଛନ୍ତି।
Utkal Bulletin Is Now On WhatsApp Join And Get Latest News Updates Delivered To You Via WhatsApp
Social Share On:
Related News
ଚାବହାର ନିକଟରେ ଆକାଶମାର୍ଗରୁ ବୋମାବର୍ଷଣ କଲା ଆମେରିକା
ନୂଆଦିଲ୍ଲୀ ଇରାନର ଚାବହାର ମୁକ୍ତ ବାଣିଜ୍ୟ ଜୋନ ନିକଟରେ ହମଲା । ଏକାଧିକ ବିସ୍ଫୋରଣରେ ଥରି ଉଠିଛି ଏହି ଅଞ୍ଚଳ । ସୋମବାର ଆମେରିକା ଏଠାରେ ଘନଘନ ଏୟାର ଷ୍ଟ୍ରାଇକ କରିବାରୁ ବ୍ୟାପକ କ୍ଷୟକ୍ଷତି ହୋଇଥିବା ରିପୋର୍ଟ ପ୍ରକାଶ ପାଇଛି ।
ରାଜ୍ୟସଭା ନିର୍ବାଚନ : ମନମୋହନ,ସୁଜିତ,ସଂତୃପ୍ତ ଓ ଦିଲ୍ଲୀପ ବିଜୟୀ
ଭୁବନେଶ୍ୱର : ରାଜ୍ୟସଭା ନିର୍ବାଚନରେ ବାଜି ମାରିଲେ ବିଜେପିର ମନମୋହନ ସାମଲ, ସୁଜିତ କୁମାର, ବିଜେଡିର ସଂତୃପ୍ତ ମିଶ୍ର ଓ ସ୍ୱାଧୀନ ପ୍ରାର୍ଥୀ ଦିଲୀପ ରାୟ । କଂଗ୍ରେସ ଓ ବିଜେଡି ମିଳିତ ପ୍ରାର୍ଥୀ ଦତ୍ତେଶ୍ୱର ହୋତା ଦିଲ୍ଲୀପଙ୍କ ଠାରୁ ପରାଜିତ
ଟ୍ରମାକେୟାରରେ ଥିବା ୧୦ ରୋଗୀଙ୍କ ମୃତ୍ୟ
କଟକ(ବୁ୍ୟରୋ) କଟକ ଏସସିବି ବଡ଼ ମେଡିକାଲରେ ଭୟାବହ ଅଗ୍ନିକାଣ୍ଡ । ଧୂଆଁରେ ଅଣନିଃଶ୍ୱାସୀ ହୋଇ ୧୦ ନିରୀହ ଜୀବନ ଚାଲିଯାଇଛି । ଅନେକ ଲୋକ ନିଆଁରେ ପୋଡ଼ି ହୋଇ ଗୁରୁତର ହୋଇଛନ୍ତି । ସମସ୍ତ ଗୁରୁତରଙ୍କୁ ଏସସିବି ମେଡିକାଲରୁ ଉଦ୍ଧାର କରି
ଏନ ଏ ସି ନିର୍ବାଚନରେ ଓବିସି ମାନଙ୍କ ପାଇଁ ସଂରକ୍ଷଣ ଦାଵୀକଲା ମୂଳନୀବାସୀ ବହୁଜନ ମିଳିତ ମହାସଂଘ
କଳାହାଣ୍ଡି,୧୭|୩(ପ୍ୟାରିଲାଲ ଦୁର୍ଗା ଙ୍କ ରିପୋର୍ଟ):ଆଉ କିଛି ଦିନ ପରେ କଳାହାଣ୍ଡିରେ ନୂତନ ଭାବେ ଗଠନ ହୋଇଥିବା ଜୟପାଟଣା ଓ ନର୍ଲା ଏନ ଏ ସି ପାଇଁ ନିର୍ବାଚନ ହେବାକୁ ଵିଜ୍ଞାପନ ପ୍ରକାଶ ପାଇଛି |କାଉନସିଲର ପଦବୀ ପାଇଁ ସ୍ଥାନ ସଂରକ୍ଷଣ ତାଲିକା
ଛତ୍ରପୁରରେ ଗ୍ୟାସ୍ ସଙ୍କଟ
ଗଞ୍ଜାମ ଜିଲା ଛତ୍ରପୁରରେ ଦେଖାଦେଇଛି ଏଲ୍ପିଜି ସଙ୍କଟ ।ସାଧାରଣ ଖାଉଟି ବେହାଲ । ୨୫ ଦିନ ତଳୁ ବୁକିଂ କରିଥିବା ଉପଭୋକ୍ତା ଏ ଯାଏ ସିଲିଣ୍ଡର ପଇପାରିନାହାନ୍ତି। ଯାହା ଫଳରେ ସାଧାରଣ ଲୋକେ ଏଲ୍ପିଜି ପାଇଁ ହନ୍ତସନ୍ତ ହେଉଥିବା ଦେଖିବାକୁ ମିଳୁଛି।
ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପ୍ରାତଃଭ୍ରମଣ କରୁଥିବା ୨ ମହିଳା ସମେତ ଜଣେ ଛାତ୍ରଙ୍କ ମୃତ୍ୟୁ
ବାଲିଅନ୍ତା,୧୬|୩():ଭୁବନେଶ୍ୱର-ପୁରୀ ଜାତୀୟ ରାଜପଥ କୌଶଲ୍ୟାଗଙ୍ଗ ଫାଣ୍ଡି ଅଧିନ କୃପାଜଳ ଇଞ୍ଜିନିୟର କଲେଜ(କେଇସି) ନିକଟରେ ଆଜି ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପ୍ରାତଃଭ୍ରମଣ କରୁଥିବା ୨ ମହିଳା ସମେତ ଜଣେ ଛାତ୍ରଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ ଛାତ୍ର ଆହତ ହୋଇଛନ୍ତି
ତଳଆମ୍ବପଦରରେ ରକ୍ତାକ୍ତ ସଂଘର୍ଷ: ୨୧ ଜଣ ଗିରଫ
କଳାହାଣ୍ଡି,୧୬|୩(ପ୍ୟାରିଲାଲ ଦୁର୍ଗା ଙ୍କ ରିପୋର୍ଟ):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ତଳଆମ୍ବପଦର ଗ୍ରାମରେ ସିଜିମାଳି ଖଣି ଖନନକୁ କେନ୍ଦ୍ର କରି ସୃଷ୍ଟି ହୋଇଥିବା ବିବାଦ ଉଗ୍ର ରୂପ ଧାରଣ କରିଛି ।'କମ୍ପାନୀ ଦଲାଲ’ ସନ୍ଦେହରେ ଜଣେ ବ୍ୟକ୍ତି ଙ୍କ ଉପରେ ହୋଇଥିବା
ସଶକ୍ତ ଓଡିଶା ପକ୍ଷରୁ ପ୍ରତିବାଦ ସଭା ସହିତ ସ୍ମାରକପତ୍ର ପ୍ରଦାନ
ଭୁବନେଶ୍ୱର ତା 16/03/26 ସାମାଜିକ ଅନୁଷ୍ଠାନ "ସଶକ୍ତ ଓଡିଶା "ପକ୍ଷରୁ ସ୍ଥାନୀୟ ଲୋୟର ପିଏମଜି ଛକ ଧାରଣା ସ୍ଥଳରେ ପଶ୍ଟିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଭାରତର ମହାମହିମ ରାଷ୍ଟ୍ରପତି ତଥା ସମସ୍ତ ମହିଳାଙ୍କ ଆଦର୍ଶ ଦ୍ରୌପଦୀ ମୁର୍ମୁଙ୍କ ପ୍ରତି କରିଥିବା ଅସମ୍ମାନ,ସମ୍ଭିଧାନ
ମା’ଭଗବତୀ ମନ୍ଦିର ଭିତର ହୁଣ୍ଡି ଖୋଲିଲା। ଶ୍ରଦ୍ଧାଳୁଙ୍କ ଦାନ ଅର୍ଥ ମା’ଙ୍କ ଦୈନନ୍ଦିନ ସେବାରେ ଲାଗିବ
ଚିଲିକା: ବାଣପୁରର ଅଧିଷ୍ଠାତ୍ରୀ ଦେବୀ ମା'ଭଗବତୀଙ୍କ ମନ୍ଦିର ଭିତର ହୁଣ୍ଡି ଚାରିମାସ ପରେ ଖୋଲାଯାଇଅଛି । ସକାଳ ୧୦ ଘଟିକା ସମୟରେ ମା'ଙ୍କ ପାଖରେ ଧୂପଦୀପଜାଳି ସମର୍ପିତ ହେବାପରେ ମନ୍ଦିର ପରିଚାଳନା କମିଟିର ସଭାପତି ସ୍ଥାନୀୟ ତହସିଲ୍ ଦାର ଟି. ପଦ୍ମନାଭ
ଅଖିଳ ବିଶ୍ୱ ଗାୟତ୍ରୀ ପରିବାର ଶାନ୍ତିକୁଞ୍ଜ ତରଫରୁଚାନ୍ଦବାଲି ବ୍ଲକ ଅଧିନରେ ନୟାଧାମରାଗ୍ରାମରେ ଗର୍ଭସଂସ୍କାର କାର୍ଯ୍ୟକ୍ରମ
ଚାନ୍ଦବାଲି ;- ୧୫/୦୩ ମି.ଏଜ୍ (ଡଃ ଦୀପକ ରଂଜନ ବେହେରା ) ଆଜି ସକାଳ ୯ଘଟିକା ସମୟରେ ଚାନ୍ଦବାଲିରେ ଥିବା ନୟାଧାମରା ଗ୍ରାମରେ ଆସନ୍ତୁ ଗଢିବା ସଂସ୍କାରବାନ ପିଢି କାର୍ଯ୍ୟକ୍ରମରେ ଗର୍ଭସଂସ୍କାର କାର୍ଯ୍ୟକ୍ରମ ଅନୁଷ୍ଟିତ ହୋଇଯାଉଛି | ଉକ୍ତ ଗର୍ଭସଂସ୍କାର କାର୍ଯ୍ଯକ୍ରମରେ
ଆଜି ରାଜ୍ୟସଭା ନିର୍ବାଚନ
ଭୁବନେଶ୍ୱର ସୋମବାର ରାଜ୍ୟସଭା ନିର୍ବାଚନ । ବିଧାୟକମାନେ ଭୋଟ ଦେଇ ଓଡ଼ିଶାରୁ ୪ଜଣଙ୍କୁ ସଂସଦର ଉଚ୍ଚସଦନକୁ ପଠାଇବେ । କିନ୍ତୁ ୪ଟି ଆସନ ପାଇଁ ପାଞ୍ଚ ଜଣ ପ୍ରାର୍ଥୀ ରହିଥିବାରୁ ସବୁ ଦଳର ମୁଖିଆଙ୍କୁ ଘାରିଛି ଭୟ । କ୍ରସ ଭୋଟିଂ,
୨ ମୃତ, ୨୦ରୁ ଅଧିକ ଆହତ ବାରିପଦା
ମୟୁରଭଞ୍ଜ ଜିଲ୍ଲା,କରଞ୍ଜିଆ ବ୍ଲକର କିଛି ଗ୍ରାମରେ ଆଜି ଅପରାହ୍ନ ସମୟରେ କାଳବୈଶାଖୀ, ଘୁର୍ଣ୍ଣିଝଡ ସହିତ କୁଆପଥର ମାଡ଼ ଯୋଗୁଁ ୨ ଜଣ ମୃତ୍ୟୁବରଣ କରିଥିବାବେଳେ ୫ ଜଣ ଗୁରୁତର ହୋଇ କେନ୍ଦୁଝର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ କୁ ସ୍ଥାନାନ୍ତର ହୋଇଥିବା ର
ବଉଳାବନ୍ଧରେ ଏକାଦଶ ଦୋଳ ମେଳଣ ସମାପନ।
ଚିଲିକା- ପ୍ରତିବର୍ଷ ପରି ଚଳିତ ବର୍ଷ ଚିଲିକା ବ୍ଲକ ଅନ୍ତର୍ଗତ ବଉଳାବନ୍ଧ ଗ୍ରାମଠାରେ ଆଜକୁ ୪୬ ବର୍ଷ ଧରି ଏକାଦଶ ଦୋଳ ମେଳଣ ଅନୁଷ୍ଠିତ ହେଉଅଛି । ଏହା କେବଳ ବଉଳାବନ୍ଧ ଗ୍ରାମର ଠାକୁରମାନଙ୍କୁ ନେଇ ଅନୁଷ୍ଠିତ ହୋଇଥାଏ l ଦଶମୀ
ତୃତୀୟ ହରପ୍ରିୟା ସାହିତ୍ୟ ଉତ୍ସବ -୨୦୨୬ ଅନୁଷ୍ଠିତ
ବାଲିଅନ୍ତା,୧୫|୩):ବାଲିଅନ୍ତା ବ୍ଲକ ହୀରାପୁର ଗ୍ରାମର ଅଗ୍ରଣୀ ସାମାଜିକ ଅନୁଷ୍ଠାନ ହରପ୍ରିୟା ଫାଉଣ୍ଡେସନ ଟ୍ରଷ୍ଟ ଆନୁକୂଲ୍ୟରେ ତୃତୀୟ ହରପ୍ରିୟା ସାହିତ୍ୟ ଉତ୍ସବ ଶ୍ରୀସୁଦର୍ଶନ ଦାରୁ ଅରଣ୍ୟରେ ଅନୁଷ୍ଠିତ ହୋଇଯାଇଛି l ଟ୍ରଷ୍ଟର ମୁଖ୍ୟ ଦୀନବନ୍ଧୁ ଭୋଇ ସଭାପତିତ୍ବରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ
ଡିଭିଜନାଲ୍ କମିଟି ସଦସ୍ୟ ନକୁଳଙ୍କ ସମେତ ୧୧ ଜଣ ମାଓବାଦୀ ଓଡ଼ିଶା ପୋଲିସ ସମ୍ମୁଖରେ କଲେ ଆତ୍ମସମର୍ପଣ
କଳାହାଣ୍ଡି,୧୫|୩(ପ୍ୟାରିଲାଲ ଦୁର୍ଗା ଙ୍କ ରିପୋର୍ଟ):ରାଜ୍ୟରେ ମାଓ ବିରୋଧୀ ପ୍ରୟାସକୁ ଏକ ବଡ଼ ଉତ୍ସାହ ପ୍ରଦାନ କରି, ୧୧ ଜଣ କଠୋର ମାଓବାଦୀ ଆନୁଷ୍ଠାନିକ ଭାବରେ ଶ୍ରୀ ୱାଇ.ବି. ଖୁରାନିଆ, ଡିଜିପି ଓଡ଼ିଶା, ଶ୍ରୀ ସଞ୍ଜିବ ପଣ୍ଡା, ଆଇପିଏସ୍, ଏଡିଜି (ନକ୍ସଲ ବିରୋଧୀ
ଧୂଆଁଳ ପ୍ରାଥମିକ ବିଦ୍ୟାଳୟ ଠାରେ ନବ ଭାରତ ସାକ୍ଷରତା କାର୍ଯ୍ୟକ୍ରମ ‘ଉଲ୍ଲାସ’
ଚିଲିକା : ଆଜି ଚିଲିକା ବ୍ଲକ ଅନ୍ତର୍ଗତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ, ଧୂଆଁଳ ଠାରେ ନବ ଭାରତ ସାକ୍ଷରତା କାର୍ଯ୍ୟକ୍ରମ 'ଉଲ୍ଲାସ' ଅନୁଷ୍ଠିତ ହୋଇଯାଇଅଛି। ଉକ୍ତ କାର୍ଯ୍ୟକ୍ରମରେ ୫୦ରୁ ଉର୍ଦ୍ଧ୍ବ ପରୀକ୍ଷାର୍ଥୀ ଅଂଶ ଗ୍ରହଣ କରିଥିଲେ। ଚିଲିକା ବ୍ଲକ ଗୋଷ୍ଠୀ
ଜିଭ କାଟି ଯୁବକ କୁ ନିର୍ମମ ହତ୍ୟା
କଳାହାଣ୍ଡି,୧୫|୩(ପ୍ୟାରିଲାଲ ଦୁର୍ଗା ଙ୍କ ରିପୋର୍ଟ):-ଯୁବକକୁ ଜିଭ କାଟି ହତ୍ୟା ପରେ ଅଭିଯୁକ୍ତ ହତ୍ୟାକାରୀ ଫେରାର |ଏମିତି ଏକ ଅମାନବୀୟ ଘଟଣା ଘଟିଛି କଳାହାଣ୍ଡି ଜିଲ୍ଲା କେଗାଁ ଥାନା କଣ୍ଟମାଲ କୁରସୁଡ ମୁଖ୍ୟ ରାସ୍ତାରେ । ମୃତକ ହେଉଛନ୍ତି କଣ୍ଟାମାଲ ଗାଁ ର
ଶ୍ରୀ ସତ୍ୟସାଇ ସଂଗଠନର ଜିଲ୍ଲା ସମ୍ମିଳନୀ
ଚିଲିକା- ଭଗବାନ ଶ୍ରୀ ସତ୍ୟସାଇ ବାବାଙ୍କ ଜନ୍ମ ଶତବାର୍ଷିକୀ ଅବସରରେ ପ୍ରତିବର୍ଷ ପରି ଚଳିତ ବର୍ଷ ଶ୍ରୀ ସତ୍ୟସାଇ ସେବା ସଂଗଠନର ଖୋର୍ଦ୍ଧା ଜିଲ୍ଲା ସମ୍ମିଳନୀ ୧୫ ତାରିଖ ରବିବାର ଦିନ ଟାଙ୍ଗୀ ବ୍ଲକ ଅନ୍ତର୍ଗତ ରତନପୁର ସେବା ସମିତି ଠାରେ
ବଜାରରୁ ଜଳଖିଆ ଦୋକାନ ଉଭାନ ! ଗ୍ରାହକ ଅସନ୍ତୋଷ
ଭୁବନେଶ୍ୱର ପ୍ରାଚ୍ୟରେ ଚାଲିଛି ଯୁଦ୍ଧ ଆଉ ଏହାର ପ୍ରଭାବ ଭାରତ ଉପରେ ପଡ଼ିଛି । ବିଶେଷ କରି ଏଲପିଜି ର ଘୋର ଅଭାବ ସବୁଠି ଦେଖିବାକୁ ମିଳୁଛି । କେନ୍ଦ୍ର ଓ ରାଜ୍ୟ ସରକାର ଗ୍ୟାସର ଅଭାବକୁ ଖଣ୍ଡନ କଲେ ମଧ୍ୟ
ଚନ୍ଦ୍ରଶେଖର ଦେବ ବ୍ରାହ୍ମଣ ସମିତି ବୈଠକ
ଚିଲିକା: ଖୋର୍ଦ୍ଧା ଜିଲ୍ଲା ବାଣପୁର ବ୍ଲକ ଅନ୍ତର୍ଗତ ନାଚୁଣୀ ଅଞ୍ଚଳର ବିଭିନ୍ନ ବ୍ରାହ୍ମଣ ଶାସନମାନଙ୍କୁ ନେଇ ଗଠିତ ହୋଇଥିବା ଶ୍ରୀଚ଼ନ୍ଦ୍ରଶେଖର ଦେବ ବ୍ରାହ୍ମଣ ସମିତିର ପ୍ରଥମ ବୈଠକ ୧୫ ତାରିଖ ରବିବାର ଦିନ ଭବାନୀପୁର ସ୍ଥିତ ବିଶ୍ଵନାଥ କଲ୍ୟାଣ ମଣ୍ଡପ ଠାରେ
Politics
ରାଜ୍ୟସଭା ନିର୍ବାଚନ : ମନମୋହନ,ସୁଜିତ,ସଂତୃପ୍ତ ଓ ଦିଲ୍ଲୀପ ବିଜୟୀ
March 17, 2026
ସଶକ୍ତ ଓଡିଶା ପକ୍ଷରୁ ପ୍ରତିବାଦ ସଭା ସହିତ ସ୍ମାରକପତ୍ର ପ୍ରଦାନ
March 16, 2026
ଚନ୍ଦ୍ରଶେଖର ଦେବ ବ୍ରାହ୍ମଣ ସମିତି ବୈଠକ
March 15, 2026
Entertainment
ରାଜ୍ୟସଭା ନିର୍ବାଚନ : ମନମୋହନ,ସୁଜିତ,ସଂତୃପ୍ତ ଓ ଦିଲ୍ଲୀପ ବିଜୟୀ
March 17, 2026
ଟ୍ରମାକେୟାରରେ ଥିବା ୧୦ ରୋଗୀଙ୍କ ମୃତ୍ୟ
March 17, 2026
ଛତ୍ରପୁରରେ ଗ୍ୟାସ୍ ସଙ୍କଟ
March 17, 2026