ବେତନଟୀ: ଉତ୍ତର ଓଡ଼ିଶାର ଅଗ୍ରଣୀ ସାହିତ୍ୟ ଅନୁଷ୍ଠାନ ମୟୂର ସାହିତ୍ୟ ସଂସଦ, ବେତନଟୀର ତିରିଶତମ ବାର୍ଷିକ ସାରସ୍ୱତ ସମାରହ ସ୍ଥାନୀୟ ଏମ୍. ପି. ସି. ଉଚ୍ଚ ବିଦ୍ୟାଳୟ ସଭା କକ୍ଷରେ ରବିବାର ଅନଷ୍ଠିତ ହୋଇଅଛି। ଦୁଇଟି ପର୍ୟ୍ୟାୟରେ ଆୟୋଜିତ ଏହି କାର୍ୟ୍ୟକ୍ରମକୁ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଅର୍ଜ୍ଜୁନ ସିଂ ଦୀପ ପ୍ରଜ୍ଜ୍ୱଳନ କରି ଉଦ୍ଘାଟନ କରିଥିଲେ। ପ୍ରଥମ ପର୍ୟ୍ୟାୟ କବିତା ପାଠ ଉତ୍ସବରେ ବେତନଟୀ ମହାବିଦ୍ୟାଳୟର ପୂର୍ବତନ ଅଧ୍ୟକ୍ଷା ସଂଯୁକ୍ତା ଜୀ ସଭାପତିତ୍ବ କରିଥିବା ବେଳେ ବାଣୀ ପୀଠର ଅଧ୍ୟକ୍ଷ ଡ. କୁମାର ବାବୁଲି, କବି ସଂଗମର ଅଧ୍ୟକ୍ଷ ବାସୁଦେବ ନାପିତ, ବଣମଲ୍ଲି ର ସମ୍ପାଦକ ପ୍ରଭାତ କୁମାର ଆଚାର୍ୟ୍ୟ, ତତ୍ତ୍ଵମସି ର ସମ୍ପାଦକ ରାଜେନ୍ଦ୍ର କୁମାର ସାମଲ, ସାହିତ୍ୟିକା ବିରଜା ଦେବୀ ଓ ସତ୍ୟବ୍ରତ ମିଶ୍ର ସମ୍ମାନିତ ଅତିଥି ଭାବରେ ମଞ୍ଚାସୀନ ଥିଲେ। କବୟିତ୍ରୀ ସୀମା ଦାସ ଖଟୁଆ ସ୍ବାଗତ ଭାଷଣ ଦେଇଥିବା ବେଳେ କବି ସଞ୍ଜୀବ କୁମାର ପାଣିଗ୍ରାହୀ ବେଦ ପାଠ କରିଥିଲେ । କବୟିତ୍ରୀ ସବିତା ମହାନ୍ତି ଓ କବି ସନ୍ୟାସୀ ପାତ୍ରଙ୍କ ସଂଯୋଜନାରେ ପଚାଶରୁ ଅଧିକ କବି କବୟିତ୍ରୀ ସ୍ବରଚିତ କବିତା ପାଠ କରିଥିଲେ। କବୟିତ୍ରୀ ସୌଦାମିନୀ ପଣ୍ଡା ଧନ୍ୟବାଦ୍ ଅର୍ପଣ କରିଥିଲେ। ଦ୍ୱିତୀୟ ପର୍ୟ୍ୟାୟ କାର୍ୟ୍ୟକ୍ରମରେ କବି ନୀରଦ ସୁନ୍ଦର ଜେନା ଅତିଥି ମାନଙ୍କୁ ମଞ୍ଚ ଆମନ୍ତ୍ରଣ କରିଥିଲା ବେଳେ କବି ରମାକାନ୍ତ ମହାନ୍ତ ପରିଚୟ ପ୍ରଦାନ କରିଥିଲେ। ବିବେକାନନ୍ଦ ଶିକ୍ଷାକେନ୍ଦ୍ର ବେତନଟୀର ଛାତ୍ରୀମାନେ ସ୍ବାଗତ ସଂଗୀତ ଏବଂ ଶିଶୁ ନୃତ୍ୟ ଶିଳ୍ପୀ ବର୍ଷା ପତି ସ୍ବାଗତ ନୃତ୍ୟ ପରିବେଷଣ କରିଥିଲେ। କବି ଭାସ୍କର ଚନ୍ଦ୍ର ଦ୍ବିବେଦୀ ସଭାପତି ମୟୂର ସାହିତ୍ୟ ସଂସଦବେତନଟୀ ଅଧ୍ୟକ୍ଷତାରେ ଆୟୋଜିତ ଏହି ସଭାରେ ପଜିଲ୍ଲାପାଳ, ବାରିପଦା ଡ. ଦୟାସିନ୍ଧୁ ପରିଡ଼ା ମୁଖ୍ୟ ଅତିଥି, କାଦଡିହା ଡିଗ୍ରୀ ମହାବିଦ୍ୟାଳୟର ଅଧ୍ୟକ୍ଷ ଡ. ଭାଗବତ ଲେଙ୍କା ମୁଖ୍ୟ ବକ୍ତା, ଲକ୍ଷ୍ମୀକାନ୍ତ ମହାବିଦ୍ୟାଳୟର ଅଧ୍ୟକ୍ଷା ଡ. ପୁଷ୍ପା ପାତ୍ର, ସମ୍ମାନିତ ଅତିଥି ଏବଂ ଫକୀର ମୋହନ ସାହିତ୍ୟ ପରିଷଦର ସଂପାଦକ ଡ. ରତ୍ନାକର ସିଂହ ସମ୍ମାନିତ ବକ୍ତା ଭାବରେ ଯୋଗ ଦେଇଥିଲେ। ଅତିଥି ମାନେ ମୟୂର ସାହିତ୍ୟ ସଂସଦର ତିରିଶ ବର୍ଷର ସଫଳ ଅଭିଯାନକୁ ଉଚ୍ଚ ପ୍ରଶଂସା କରିଥିବା ବେଳେ ସାହିତ୍ୟ ମାଧ୍ୟମରେ ସମାଜର ପରିବର୍ତ୍ତନ ସମ୍ଭବ ବୋଲି ଦୃଢ଼ ମତ ରଖିଥିଲେ। ସଂସଦର ସମ୍ପାଦକ ଯତୀନ୍ଦ୍ର ନାଥ ସାହୁ ବାର୍ଷିକ ବିବରଣୀ ପାଠ କରିଥିବା ବେଳେ ଡ. ମନ୍ଦାକିନୀ ସାହୁ ପତ୍ରିକା ସମୀକ୍ଷା କରିଥିଲେ। ଏହି ଅବସରରେ ସଂସଦର ବାର୍ଷିକ ମୁଖ ପତ୍ର ବନମୟୁରି, କବି ନୀରଦ୍ ସୁନ୍ଦର ଜେନାଙ୍କର କବିତା ସଂକଳନ “ତଥାପି ବଞ୍ଚିବାକୁ ହେବ।” ଏବଂ ଶିଶୁ ପତ୍ରିକା “କଇଁ ଫୁଲ” ଉନ୍ମୋଚିତ ହୋଇଥିଲା। ଏହି ଅବସରରେ ଅନୁବାଳା ମହାନ୍ତିଙ୍କୁ ବନ ମୟୁରୀ, ସୀମା ଦାସ ଖଟୁଆଙ୍କୁ ମୟୂର କବିଶ୍ରୀ, ଗଙ୍ଗାଧର ଦାସଙ୍କୁ ମୟୂର ସାରସ୍ୱତ ସମ୍ମାନ, ଦିବାକର ସିଂ ଙ୍କୁ ମୟୂର ନାଟ୍ୟ ଶ୍ରୀ ସମ୍ମାନ ଏବଂ ରବୀନ୍ଦ୍ର ନାଥ ଖଟୁଆଙ୍କୁ ମୟୂର ସମାଜ ସେବୀ ସମ୍ମାନ ପ୍ରଦାନ କରାଯାଇଥିଲା । ଏହି କାର୍ୟ୍ୟକ୍ରମରେ ମୟୁରଭଞ୍ଜ ଜିଲ୍ଲା ସାମ୍ବାଦିକ ସଂଘର ର ସଭାପତିଅରୁଣ କୁମାର ଓତା, ସମୟ ଚକ୍ରର ସଂପାଦକ ସର୍ବେଶ୍ଵର ଜେନା, କବୟିତ୍ରୀ ସୁଚରିତା ମହାନ୍ତି, କବି ଅଜୟ ପାଲ, କବି ଡ. ସରୋଜ ନାୟକ, କବୟିତ୍ରୀ ବାସନ୍ତୀ ଲତା ମହାପାତ୍ର, କବି ଗୋପାଳ ଚନ୍ଦ୍ର ସାଓ ଅଧ୍ୟାପକ ଗୌରାଙ୍ଗ ପଣ୍ଡା ଓ ମୀନକେତନ ମହାନ୍ତି ପ୍ରମୁଖ ଉପସ୍ଥିତ ଥିଲାବେଳେ ସହଦେବ ଗିରି, ଗୌତମ ଚନ୍ଦ୍ର ବେହେରା, ହରେନ୍ଦ୍ର ବାରିକ୍, ବିଜୟ କୁମାର ଦ୍ୱିବେଦୀ, କମଳ ଲୋଚନ କର, ଗଣେଶ ଚନ୍ଦ୍ର ସାହୁ ସହଯୋଗ କରିଥିଲେ। ଶେଷରେ କବି ରତିକାନ୍ତ ବେହେରା ଉଦ୍ ଯାପନୀ କୃତଜ୍ଞତା ସହ ଧନ୍ୟବାଦ୍ ଅର୍ପଣ କରିଥିଲେ।
ବେତନଟୀ ମୟୁର ସାହିତ୍ୟ ସଂସଦର ୩୦ ତମ ବାର୍ଷିକ ଉତ୍ସବ
Social Share On:
Utkal Bulletin Is Now On WhatsApp Join And Get Latest News Updates Delivered To You Via WhatsApp
Social Share On:
Related News
ଶ୍ରୀ ସୁଦର୍ଶନ ଦାରୁ ପୀଠରେ ବିଶ୍ବ ପଖାଳ ଦିବସ ପାଳନ
ବାଲିଅନ୍ତା: ୨୦/୩ : ଭୁବନେଶ୍ୱର ଉପକଣ୍ଠ ବାଲିଅନ୍ତା ବ୍ଲକ ଶ୍ରୀ ସୁଦର୍ଶନ ଦାରୁ ପୀଠ ଅରଣ୍ୟରେ ମାର୍ଚ୍ଚ ୨୦, ଓଡ଼ିଆ ଜାତିର ପରିଚୟ ଏବଂ ପରମ୍ପରାର ଦିନ। ସାରା ବିଶ୍ୱରେ ଆଜି ‘ବିଶ୍ୱ ପଖାଳ ଦିବସ’ ବେଶ୍ ଉତ୍ସାହର ସହ ପାଳନ
ଗ୍ରାହକଙ୍କୁ ବିଲ୍ ନ ଦେବାରୁ ଦୋକାନୀ ଦେଲା ୧ ଲକ୍ଷ ଟଙ୍କା ଜରିମାନା
କଳାହାଣ୍ଡି,୨0|୩(ପ୍ୟାରିଲାଲ ଦୁର୍ଗା ଙ୍କ ରିପୋର୍ଟ):- ଗ୍ରାହକଙ୍କୁ ବିଲ୍ ନ ଦେବା ଏକ ଦୋକାନ ପାଇଁ ମହଙ୍ଗା ପଡିଛି । କଳାହାଣ୍ଡି ଜିଲା ଉପଭୋକ୍ତା ବିବାଦ ନିବାରଣ କମିଶନ (ଖାଉଟି ଅଦାଲତ)ରେ ଉକ୍ତ ଦୋକାନ ଦଣ୍ଡିତ ହୋଇଛି। ଶହେ ଟଙ୍କାର ସାମଗ୍ରୀ ପାଇଁ
ମଧ୍ୟ୍ୟପ୍ରାଚ୍ୟରେ ମହାଯୁଦ୍ଧ ର ଭୟଙ୍କର ପରିସ୍ଥିତି
ନୂଆଦିଲ୍ଲୀ :20/03/26 Priyabrata Barik: ମଧ୍ୟପ୍ରାଚ୍ୟରେ ମହାଯୁଦ୍ଧକୁ ନେଇ D G C A ର ଆଡ଼ଭାଇଜର ଜାରି କଲା ଭାରତ ସରକାର, ଯୁଦ୍ଧର ଭୟଙ୍କର ସ୍ଥିତିକୁ ନଜରରେ ରଖି ମଧ୍ୟପ୍ରାଚ୍ୟରେ ଥିବା ଭରରୀୟ ନାଗରିକଙ୍କୁ ଉଡାଣ ଯାତ୍ରା ନକରିବାକୁ ପରାମର୍ଶ
ଜୁନାଗଡ଼ -ବଳଦିଆମାଳ ନିକଟସ୍ଥ ଜାତୀୟ ରାଜପଥରେ କାର ଦୁର୍ଘଟଣା ଘଟି ଡାକ୍ତରଙ୍କ ମୃତ୍ୟୁ
କଳାହାଣ୍ଡି,୨0|୩(ପ୍ୟାରିଲାଲ ଦୁର୍ଗା ଙ୍କ ରିପୋର୍ଟ): ଆଜି ସକାଳ ପ୍ରାୟ ୮ଟା ସମୟରେ ଜୁନାଗଡ଼ ବଳଦିଆମାଳ ନିକଟସ୍ଥ ଜାତୀୟ ରାଜପଥରେ ଏକ ଦୁର୍ଘଟଣା ଘଟି ଜଣେ ଡାକ୍ତରଙ୍କ ମୃତ୍ୟୁ ଘଟିଛି। ସୂଚନାନୁସାରେ, ଏକ କାର ଭାରସାମ୍ୟ ହରାଇ ରାସ୍ତା କଡରେ ଥିବା ଟ୍ରକକୁ
ପଖାଳ ଦିବସ
ଆଜି ମାର୍ଚ୍ଚ କୋଡ଼ିଏ ତାରିଖବିଶ୍ଵ ପାଲୁଚି ପଖାଳ ଦିବସଓଡ଼ିଆ ଙ୍କ ହାଣ୍ଡିଶାଳ ର ଖାଦ୍ୟପଖାଳ ନାଆଁ ରେ ସେ ପରିଚିତଜଗତର ନାଥ ଶ୍ରୀ ଜଗନ୍ନାଥଦହିପଖାଳ ନିତି ଖାଆନ୍ତିପଖାଳ ଭାତରେ ଗୁଆ ଘିଅ ଖାଇକାଳିଆ ଦି ଅଂ ନିଦ୍ରା ଯାଆନ୍ତିଦହିପଖାଳ କୁ ଧୋ
ଆର୍ଯ୍ୟସମାଜ ଓଡ଼ିଶା ପକ୍ଷରୁଆର୍ଯ୍ୟସମାଜର ୧୫୨ତମ ପ୍ରତିଷ୍ଠା ଦିବସ ପାଳିତ
ଭୁବନେଶ୍ୱର, ୧୯.୩ : ମହର୍ଷି ଦୟାନନ୍ଦ ସରସ୍ୱତୀଙ୍କ ଦ୍ୱାରା ପ୍ରତିଷ୍ଠିତ ଆର୍ଯ୍ୟସମାଜର ୧୫୨ତମ ପ୍ରତିଷ୍ଠା ଦିବସ ଗୁରୁବାର ପୂର୍ବାହ୍ନରେ ଚନ୍ଦ୍ରଶେଖରପୁର, ଶ୍ରୀଅରବିନ୍ଦ ନଗରସ୍ଥିତ ସ୍ୱାମୀ ବ୍ରହ୍ମାନନ୍ଦ ଭବନ ପରିସରରେ ଅନୁଷ୍ଠାନର ଅଧ୍ୟକ୍ଷ ଡଃ ଆର୍ଯ୍ୟକୁମାର ଜ୍ଞାନେନ୍ଦ୍ରଙ୍କ ପୌରହିତ୍ୟରେ ଅନୁଷ୍ଠିତ ହୋଇଯାଇଛି ।
ରାମ ନାମ ସତ୍ୟ ହେ’ ଧ୍ୱନିରେ କମ୍ପିଲା ଗୃହ
ଭୁବନେଶ୍ୱର(ବୁ୍ୟରୋ) ଏସସିବି ଅଗ୍ନିକାଣ୍ଡକୁ ନେଇ ଉଠୁଛି ପଡ଼ୁଛି ରାଜ୍ୟ ରାଜନୀତି । ଏହି ଘଟଣାକୁ ନେଇ ଗୃହ ମଧ୍ୟ ଭାଗରେ ବିରୋଧୀଙ୍କ ନାରାବାଜି । ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି କରି ବିରୋଧୀଙ୍କ ହଲ୍ଲାବୋଲ । ଏସସିବି ନିଆଁ ତାତିରେ ଗୃହ ହୁଲୁସ୍ତୁଲୁ
ଗୋ ସୁରକ୍ଷା ଆଇନ ପାଇଁ ଗଣ ବେିକ୍ଷାଭ ଓ ଅନଶନ ସଭା
ଭୁବେନଶ୍ୱର ସାରା ଓଡ଼ିଶା ତଥା ଦେଶେର ଗୋ ମାତାର ସୁରକ୍ଷା ଦାବେିର ଏକ ଗଣ ବେିକ୍ଷାଭ ଓ ଅନଶନ ଭୁବେନଶ୍ୱର ବିଧାନସଭା ସମ୍ମୁଖେର କରାଯାଇଥିବା ଦେଖିବାକୁ ମିଳିଛି। ଦେଶେର ଗୋ ମାତା ତଥା ଗୋରୁ ଗାଈଙ୍କୁ ହତ୍ୟା ଓ ଅବେହଳା କରାଯାଉଥିବା
ଗୋ ସୁରକ୍ଷା ଆଇନ ପାଇଁ ଗଣ ବିକ୍ଷୋଭ ଓ ଅନଶନ ସଭା
ଭୁବନେଶ୍ୱର: ସାରା ଓଡ଼ିଶା ତଥା ଦେଶରେ ଗୋ ମାତାର ସୁରକ୍ଷା ଦାବିରେ ଏକ ଗଣ ବିକ୍ଷୋଭ ଓ ଅନଶନ ଭୁବନେଶ୍ୱର ବିଧାନସଭା ସମ୍ମୁଖରେ କରାଯାଇଥିବା ଦେଖିବାକୁ ମିଳିଛି। ଦେଶରେ ଗୋ ମାତା ତଥା ଗୋରୁ ଗାଈଙ୍କୁ ହତ୍ୟା ଓ ଅବହେଳା କରାଯାଉଥିବା
ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକଙ୍କୁ ବଡ଼ ଦାୟିତ୍ୱ
ଭୁବନେଶ୍ୱର: କେନ୍ଦ୍ର ସରକାରଙ୍କ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକଙ୍କୁ ବଡ଼ ଦାୟିତ୍ୱ । ବିଶିଷ୍ଟ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକଙ୍କୁ ଜାତୀୟ ଜନଗଣନା-୨୦୨୭ ବ୍ରାଣ୍ଡ ଆମ୍ବାସଡର କରାଯାଇଛି। କେନ୍ଦ୍ର ଗୃହ ମନ୍ତ୍ରାଳୟ ପକ୍ଷରୁ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ଜନଗଣନା ସଚେତନତାକୁ
ମା’ଭଗବତୀ ମନ୍ଦିର ଭିତର ହୁଣ୍ଡି ଖୋଲିଲା ଶ୍ରଦ୍ଧାଳୁଙ୍କ ଦାନ ଅର୍ଥ ମା’ଙ୍କ ଦୈନନ୍ଦିନ ସେବାରେ ଲାଗିବ
ଚିଲିକା : ବାଣପୁରର ଅଧିଷ୍ଠାତ୍ରୀ ଦେବୀ ମା'ଭଗବତୀଙ୍କ ମନ୍ଦିର ଭିତର ହୁଣ୍ଡି ଚାରିମାସ ପରେ ଖୋଲାଯାଇଅଛି । ସକାଳ ୧୦ ଘଟିକା ସମୟରେ ମା'ଙ୍କ ପାଖରେ ଧୂପଦୀପଜାଳି ସମର୍ପିତ ହେବାପରେ ମନ୍ଦିର ପରିଚାଳନା କମିଟିର ସଭାପତି ସ୍ଥାନୀୟ ତହସିଲ୍ ଦାର ଟି.
ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବିରେ ବିରୋଧୀଙ୍କ ହୋହାଲ୍ଲା ଗୃହ ମଧ୍ୟଭାଗକୁ ଆସି ହଟ୍ଟଗୋଳ କଲେ ବିଜେଡି ଓ କଂଗ୍ରେସ ସଦସ୍ୟ
ଭୁବନେଶ୍ୱର(ବୁ୍ୟରୋ) ବିଧାନସଭାରେ ଏସସିବି ନିଆଁ ତାତି । ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ଇସ୍ତଫା ଦାବିରେ ବିରୋଧୀଙ୍କ ହୋହାଲ୍ଲା । ଗୃହ ମଧ୍ୟ ଭାଗକୁ ଆସି ହଟ୍ଟଗୋଳ କଲେ ବିଜେଡି ଓ କଂଗ୍ରେସ ସଦସ୍ୟ । ନାରାବାଜିରେ ଉଠିଲା ପଡ଼ିଲା ବିଧାନସଭା । ବାଧ୍ୟ
ଆଫଗାନିସ୍ତାନରେ ପାକିସ୍ତାନର ଏୟାରଷ୍ଟ୍ରାଇକ୪୦୦ ମୃତ, ୨୫୦ ଆହତ
ନୂଆଦିଲ୍ଲୀ ଆଫଗାନିସ୍ତାନର ରାଜଧାନୀ କାବୁଲର ଏକ ଡାକ୍ତରଖାନା ଉପରେ ପାକିସ୍ତାନ ଆକାଶ ମାର୍ଗରୁ ଆକ୍ରମଣ କରିବାରୁ ପ୍ରାୟ ୪୦୦ ଲୋକଙ୍କ ମୃତ୍ୟୁ ଘଟିଥିବା ବେଳେ ୨୫୦ ଜଣ ଆହତ ହୋଇଛନ୍ତି । ମଙ୍ଗଳବାର ଆଫଗାନିସ୍ତାନର ତାଲିବାନ ସରକାରଙ୍କ ଜଣେ ମୁଖପାତ୍ର ଏହି
ସନ୍ଧିକୁଲିଆରୀ ଗ୍ରାମଠାରେ ଆରସିଡିସି ଓ ଶିଶୁ ବିକାଶ ପକ୍ଷରୁ ନିଯୁକ୍ତି ମେଳା ଅନୁଷ୍ଠିତ
କଳାହାଣ୍ଡି,୧୮|୩(ପ୍ୟାରିଲାଲ ଦୁର୍ଗା ଙ୍କ ରିପୋର୍ଟ) କଳାହାଣ୍ଡି ଜିଲ୍ଲାର ଧର୍ମଗଡ଼ ବ୍ଲକ ଅଧିନସ୍ଥ ସନ୍ଧିକୁଲିହାରୀ ଗ୍ରାମରେ ଆର୍.ସି.ଡ଼ି.ସି ଓ ଶିଶୁ ବିକାଶ ପ୍ରକଳ୍ପ, କଳାହାଣ୍ଡିଙ୍କ ଆନୁକୂଲ୍ୟରେ ଏକ ନିଯୁକ୍ତି ମେଳା ଶିବିର ସଫଳତାର ସହିତ ଅନୁଷ୍ଠିତ ହୋଇଛି। ଏହି କାର୍ଯ୍ୟକ୍ରମରେ ଜିଲ୍ଲା ପ୍ରଶାସନ
ବେଆଇନ ବିଦେଶୀ ମଦ କୋଠି ରେ ଅବକାରୀ ବିଭାଗ ର ଚଢ଼ାଉ, ଜଣେ ଗିରଫ
କଳାହାଣ୍ଡି,୧୮|୩(ପ୍ୟାରିଲାଲ ଦୁର୍ଗା ଙ୍କ ରିପୋର୍ଟ):କଳାହାଣ୍ଡି ଜ଼ିଲ୍ଲା ଧର୍ମଗଡ ଅବକାରୀ ପୋଲିସ କୁ ବଡ଼ ସଫଳତା। ବେଆଇନ ବିଦେଶୀ ମଦ କୋଠି ରେ ଚଢ଼ାଉ। ଜିଲ୍ଲା ଅବକାରୀ ଅଧିକାରୀ ରଞ୍ଜନ କୁମାର ନାଏକ ଙ୍କ ନିର୍ଦେଶ କ୍ରମେ କଳାହାଣ୍ଡି ଜିଲ୍ଲା ଗୋଲାମୁଣ୍ଡା ଥାନା
ପୁଣି ଏକ ଲଜ୍ୟା ଘଟଣା
ଆସିକା, [4:57 pm, ] 18/3/26:ପୁଣି ଏକ ଲଜ୍ୟା ଘଟଣା ଘଟିଯାଇଛି, ଆସିକା ବ୍ଲକ କୋଟିନଡ଼ା ଥାନା ଭୋଟନୟୀ ଗ୍ରାମରେ କଙ୍ଗାରୁ କୋର୍ଟରେ ଦଣ୍ଡ, ବିଦ୍ୟୁତଖୁଣ୍ଟ ରେ ଚାରିଜଣଙ୍କୁ ବାନ୍ଧି ମାଡାମରିବା ଘଟଣା ସୋସିଆଲ ମିଡ଼ିଆରେ ଘୁରିବୁଲୁଛି l ଦୁଇ ତିନି
ଓଡିଶାରେ ହୋଇଥିବା JTS-2023 ନିଯୁକ୍ତି ପ୍ରକିୟା ସମ୍ପର୍କରେ ଅନେକ ଆଶାୟୀ ଦୀର୍ଘଦିନ ଧରି ନ୍ୟାୟ ପାଇଁ ଅପେକ୍ଷା
ଭୁବନେଶ୍ୱର 18/3/26: ଓଡିଶାରେ ହୋଇଥିବା JTS-2023 ନିଯୁକ୍ତି ପ୍ରକିୟା ସମ୍ପର୍କରେ ଅନେକ ଆଶାୟୀ ଦୀର୍ଘଦିନ ଧରି ନ୍ୟାୟ ପାଇଁ ଅପେକ୍ଷା କରୁଛନ୍ତି l ମାନ୍ୟବର ଉଚ୍ଚ ନ୍ୟାୟାଳୟ ମଧ୍ୟ ଅବଶିଷ୍ଟ ଖାଲି ପଦଗୁଡିକୁ ମେରିଟ ଆଧାରରେ ପୂରଣ ନିର୍ଦେଶ ଦେଇଛନ୍ତି, କିନ୍ତୁ
ପୂର୍ବଶତ୍ରୁତାକୁ କେନ୍ଦ୍ରକରି ଧଉଳି ଥାନା ଲିଙ୍ଗିପୁର ସରପଞ୍ଚ ଖିରୋଦ କୁମାର ପ୍ରଧାନଙ୍କୁ ଆକ୍ରମଣ କରିବା ସହ ପିନ୍ଧିଥିବା ସୁନାଚେନ ଲୁଟ
ବାଲିଅନ୍ତା,୧୭|୩:ପୂର୍ବଶତ୍ରୁତାକୁ କେନ୍ଦ୍ରକରି ଧଉଳି ଥାନା ଲିଙ୍ଗିପୁର ସରପଞ୍ଚ ଖିରୋଦ କୁମାର ପ୍ରଧାନଙ୍କୁ ଆକ୍ରମଣ କରିବା ସହ ପିନ୍ଧିଥିବା ସୁନାଚେନ ଲୁଟ କରିଥିବା ଅଭିଯୋଗରେ ପୁଲିସ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି l ଗିରଫ ଅଭିଯୁକ୍ତ ହେଲେ ଏହି ଥାନା
ହୋଲି ପରେ ଆରମ୍ଭ ହୋଇଗଲା ମହୁଲଫୁଲ ସଂଗ୍ରହ, ମହୁଲ ବେଟାଳି ବ୍ୟସ୍ତ
କଳାହାଣ୍ଡି,(ଉତ୍କଳ ବୁଲେଟିନ):-ହୋଲି ପରେ ପରେ ଆରମ୍ଭ ହୋଇଗଲା ମହୁଲଫୁଲ ସଂଗ୍ରହ | ମହୁଲ ବେଟିବା ପାଇଁ ବେଟାଳି ମାନେ ବ୍ୟସ୍ତରେ ରହି ମହୁଲ ଫୁଲ ସଂଗ୍ରହ କରୁଛନ୍ତି | ଚାଷକାମ ପରେ ଜୀବନ ଜିବିକାର ଦ୍ୱତୀୟ ପନ୍ଥା ହେଲା ଜଙ୍ଗଲଜାତ ଦ୍ରବ୍ୟ
ଏନ. ଏ. ସି, ଧର୍ମଗଡ଼ ରେ ଜାତୀୟ ଜନଗଣନା ୨୦୨୭ ଅନ୍ତର୍ଗତ ଏନୁମିରେଟର ଓ ସୁପରଭାଇଜର ଙ୍କ ପ୍ରଶିକ୍ଷଣ ଶିବିର
କଳାହାଣ୍ଡି,୧୭|୩(ପ୍ୟାରିଲାଲ ଦୁର୍ଗା ଙ୍କ ରିପୋର୍ଟ)ତ୍ରୀଦିବସୀୟ ଏନ. ଏ. ସି, ଧର୍ମଗଡ଼ ସ୍ତରୀୟ ଜାତୀୟ ଜନଗଣନା ୨୦୨୭ ଅନ୍ତର୍ଗତ ଗଣନାକାରି ଓ ସୁପରଭାଇଜର ମାନଙ୍କ ପ୍ରଶିକ୍ଷଣ ଶିବିର ଆଜି ତା ୧୬/୦୩/୨୦୨୪ ଠାରୁ କାଶୀବାହାଲ, ଧର୍ମଗଡ଼ସ୍ଥ ଗୁରୁଜୀ ମଧୂସୂଦନ ଉଚ୍ଚ ବିଦ୍ୟାଳୟରେ ଆରମ୍ଭ
Politics
Entertainment
ଶ୍ରୀ ସୁଦର୍ଶନ ଦାରୁ ପୀଠରେ ବିଶ୍ବ ପଖାଳ ଦିବସ ପାଳନ
ଗ୍ରାହକଙ୍କୁ ବିଲ୍ ନ ଦେବାରୁ ଦୋକାନୀ ଦେଲା ୧ ଲକ୍ଷ ଟଙ୍କା ଜରିମାନା