ଚିଲିକା: ବାଣପୁରର ଅଧିଷ୍ଠାତ୍ରୀ ଦେବୀ ମା’ଭଗବତୀଙ୍କ ମନ୍ଦିର ଭିତର ହୁଣ୍ଡି ଚାରିମାସ ପରେ ଖୋଲାଯାଇଅଛି । ସକାଳ ୧୦ ଘଟିକା ସମୟରେ ମା’ଙ୍କ ପାଖରେ ଧୂପଦୀପଜାଳି ସମର୍ପିତ ହେବାପରେ ମନ୍ଦିର ପରିଚାଳନା କମିଟିର ସଭାପତି ସ୍ଥାନୀୟ ତହସିଲ୍ ଦାର ଟି. ପଦ୍ମନାଭ ଦୋରା , କମିଟିର ସଭ୍ୟ ମଣ୍ଡଳ ଉନ୍ନୟନ ଅଧିକାରୀ ବିକାଶକୁମାର ମହାନ୍ତି, ଅନ୍ୟତମସଭ୍ୟ ସ୍ଥାନୀୟ ଥାନା ଭାରପ୍ରାପ୍ତ ନିରୀକ୍ଷକ ରମେଶ କୁମାର ଦେବତା , ସ୍ଥାନୀୟ ଦେବୋତ୍ତର କାର୍ଯ୍ୟାଳୟର କାର୍ଯ୍ୟନିର୍ବାହୀ ଅଧିକାରୀ ବାଳମୁକୁନ୍ଦ ଦାସ, କାର୍ଯ୍ୟାଳୟର କର୍ମଚାରୀ ସୁରେନ୍ଦ୍ରକୁମାର ସାହୁ,ଅକ୍ଷୟ କୁମାର ମିଶ୍ର, ଅଶ୍ୱିନୀ କୁମାର ମିଶ୍ର,କମଳମିଶ୍ର, ମନ୍ଦିର ନିଯୋଗୀ ସେବାୟତ ସଞ୍ଜୟ କୁମାର ମହାପାତ୍ର, ପବିତ୍ର କୁମାର ନାୟକ, ରୁଦ୍ର ନାୟକ, ରବୀନ୍ଦ୍ର ସୁଆର, କ୍ୟାମେରାମ୍ୟାନ ବ୍ରଜକିଶୋର ଜେନା ଶ୍ରଦ୍ଧାଳୁ ନବକିଶୋର ପ୍ରଧାନଙ୍କ ଉପସ୍ଥିତିରେ ହୁଣ୍ଡି ଖୋଲାଯାଇଥିଲା l ଗଣତି ମଣତି ପରେ ସମୁଦାୟ ଟ୧,୭୭,୫୨୮(ଏକ ଲକ୍ଷ, ସତସ୍ତରୀ ହଜାର ,ପାଞ୍ଚଶହ ଅଠେଇଶି)ଙ୍କା ମାତ୍ର ନଗଦ ଏବଂ ୦ଗ୍ରାମ.୬୮୦ ମିଲିଗ୍ରାମର ୨ଟି ରୂପା ଆଖି ଓ oଗ୍ରାମ.୨୫୦ ମିଲିଗ୍ରାମର ଗୋଟିଏ ରୂପାରଝୁମ୍ଫା ମିଳିଥିବାର ଜଣାଗଲା । ଶ୍ରଦ୍ଧାଳୁଙ୍କ ଦାନ ଅର୍ଥ ମା’ଙ୍କ ମନ୍ଦିର ନାମରେ ଥିବା ସ୍ଥାନୀୟ ୟୁକୋ ବ୍ୟାଙ୍କ ଜମାଖାତାରେ ଜମା କରାଯାଇଥିବାବେଳେ ଏହି ଦାନ ଅର୍ଥ ମା’ଙ୍କ ଦୈନନ୍ଦିନ ସେବାରେ ଲାଗିବ ବୋଲି କାର୍ଯ୍ୟନିର୍ବାହୀ ଅଧିକାରୀ ଶ୍ରୀଯୁକ୍ତ ଦାସ ଠାରୁ ପ୍ରକାଶ।
ମା’ଭଗବତୀ ମନ୍ଦିର ଭିତର ହୁଣ୍ଡି ଖୋଲିଲା। ଶ୍ରଦ୍ଧାଳୁଙ୍କ ଦାନ ଅର୍ଥ ମା’ଙ୍କ ଦୈନନ୍ଦିନ ସେବାରେ ଲାଗିବ
Social Share On:
Utkal Bulletin Is Now On WhatsApp Join And Get Latest News Updates Delivered To You Via WhatsApp
Social Share On:
Related News
ବାଲୁଗାଁ ଥାନାରେ ନୂତନ SI ଭାବେ ଯୋଗ ଦେଲେ ଜଗନ୍ନାଥ ସେଠୀ
(*ବାଲୁଗାଁ)ବାଲୁଗାଁ ଥାନାରେ ନୂତନ ସବ୍-ଇନ୍ସପେକ୍ଟର ଭାବେ ଜଗନ୍ନାଥ ସେଠୀ ଆଜି ଯୋଗ ଦେଇଛନ୍ତି। ସୂଚନନୁଯାୟୀ, ଜଗନ୍ନାଥ ସେଠୀ ଜଣେ ଅଭିଜ୍ଞ ଓ ସଚ୍ଚୋଟ ପୋଲିସ ଅଧିକାରୀ ଭାବେ ବେଶ୍ ପରିଚିତ।ପୂର୍ବରୁ କାର୍ଯ୍ୟରତ ଥିବା SI ଙ୍କ ବଦଳି ପରେ ଶୂନ୍ୟ ପଡିଥିବା
ବିକାଶଶୀଳ ଓଡ଼ିଶା ଗଠନ ପାଇଁ ଶ୍ରୀ କୃଷ୍ଣଚନ୍ଦ୍ର ଗଜପତିଙ୍କ ପଦାଙ୍କ ୨୦୩୬ର ଉପାଦାନ ହେଉ।
ଭୁବନେଶ୍ୱର / ପାରାଳାଖେମୁଣ୍ଡି - ୧୪ /୨୬ ବିଶ୍ୱନାଥ ଫଙ୍କସନ ହଲ,ରାଜଦାଣ୍ଡ ସାହି,ପାରଳାଖେମୁଣ୍ଡି ଠାରେ ଭାଷା ଆନ୍ଦୋଳନ, ଓଡ଼ିଶା ଏବଂ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ, ଓଡ଼ିଶା ସରକାର ଏବଂ ଶବ୍ଦସ୍ପର୍ଶ ମିଳିତ ଆନୁକୁଲ୍ୟରେ ଗଜପତି ଜିଲ୍ଲାରେ ଗଜପତି
ବାଳକାଟିର ୬୦ ଟି ମଣ୍ଡପରେ ଶ୍ରୀ ଗଜାନନଙ୍କ ଆବାହନ
ବାଲିଅନ୍ତା,୧୪|୯ (ଗୋବର୍ଦ୍ଧନ ଦାସ): ଧରାପୃଷ୍ଠରେ ବିରାଜମାନ କରିଛନ୍ତି ବିଘ୍ନ ବିନାଶକ ଶ୍ରୀ ଗଣେଶ । ଚିତାକର୍ଷକ ତୋରଣ ସାଙ୍ଗଙ୍କୁ ଭିନ୍ନ ଭିନ୍ନ ବେଶରେ ପୂଜା ପାଉଛନ୍ତି l ବ୍ରାହ୍ମଣଙ୍କ ମନ୍ତ୍ରଧ୍ୱନିରେ ପ୍ରକମ୍ପିତ ହେଉଛନ୍ତି ପୂଜା ମଣ୍ଡପ l ଏଥିପାଇଁ ଛାତ୍ରଛାତ୍ରୀ, ଯୁବଗୋଷ୍ଠୀ,
ଗଣେଶ ପୂଜା ଶାନ୍ତି ଶୃଙ୍ଖଳାର ସହ ପାଳନ କରନ୍ତୁ – ବାଲୁଗାଁ ପୋଲିସର ଫ୍ଲାଗ୍ ମାର୍ଚ ଜରିଆରେ ଜନସଚେତନତା
ବାଲୁଗାଁ: ଆସନ୍ନ ଗଣେଶ ପୂଜାକୁ ଶାନ୍ତି ଶୃଙ୍ଖଳାର ସହ ପାଳନ କରିବା ନେଇ ଆଜି ବାଲୁଗାଁ ପୋଲିସ ପକ୍ଷରୁ ସହରରେ ଫ୍ଲାଗ୍ ମାର୍ଚ୍ଚ କରାଯାଇଛି। ଅଞ୍ଚଳରେ ଆଇନଶୃଙ୍ଖଳା ବଜାୟ ରଖିବା, ଅସାମାଜିକ ବ୍ୟକ୍ତିଙ୍କ ଗତିବିଧି ଉପରେ ନଜର ରଖିବା ଏବଂ ସାଧାରଣ
ଅବସରପ୍ରାପ୍ତ ସରକାରୀ କର୍ମଚାରୀଙ୍କ ପରଲୋକ
ବାଲିଅନ୍ତା,୧୪|୯ (ଗୋବର୍ଦ୍ଧନ ଦାସ):ବାଳକାଟି ଅଞ୍ଚଳର ଜଣାଶୁଣା ବ୍ୟକ୍ତିତ୍ୱ ବିବେକାନନ୍ଦ ମହାନ୍ତିଙ୍କ ଗତକାଲି ସିରିଆଦେଇ ସ୍ଥିତ ନିଜ ବାସଭବନରେ ପରଲୋକ ହୋଇଛି l ମୃତ୍ୟୁ ବେଳକୁ ତାଙ୍କୁ ୮୨ ବର୍ଷ ହୋଇଥିଲା l ସେ ଓଡ଼ଶା ସରକାରଙ୍କ ସ୍ୱାସ୍ଥ୍ୟବିଭାଗରେ ଚାକିରୀ କରିଥିବା ବେଳେ
ତାରିଣୀପୀଠରେ ଶତାଧିକ କୃଷକଙ୍କ ସମାଗମ:ଭଲ ଅମଳ ପାଇଁ ମା’ଙ୍କ ନିକଟରୁ ଆଜ୍ଞାମାଳ ଗ୍ରହଣ
ଚିଲିକା, ୧୪ ।୯: ତାରିଣୀପୀଠ, ଝିଣ୍ଟିକାପଲ୍ଲୀଠାରେ ବାଣପୁର ଏନ.ଏ.ସି. ଅଞ୍ଚଳର ଶତାଧିକ କୃଷକ ବନ୍ଧୁଙ୍କ ଦ୍ୱାରା ଆୟୋଜିତ ଏକ ଆତ୍ମୀୟତାପୂର୍ଣ୍ଣ କାର୍ଯ୍ୟକ୍ରମରେ ସମାଜସେବୀ ତଥା ବାଣପୁର ଏନ.ଏ.ସି .ର ବିଜେପି ଯୁବ ସଂଗଠକ ଶ୍ରୀ ଦେବୀ ପ୍ରସାଦ ମିଶ୍ରଙ୍କୁ ଅତିଥି ଭାବେ
କଳାଙ୍ଗରେ ଉଲ୍ଲାସ ପ୍ରଶିକ୍ଷଣ ଓ ପଥପ୍ରାନ୍ତ ନାଟକ ପରିବେଷଣ
ନାଚୁଣୀ, ୧୩ । ୯:ବୋଲଗଡ଼ ମଣ୍ଡଳ ଅନ୍ତର୍ଗତ କାହ୍ନୁ ଚରଣ ସରକାରୀ ଉଚ୍ଚ ବିଦ୍ୟାଳୟ,କଳାଙ୍ଗ ସମ୍ମିଳନୀ କକ୍ଷରେ ସାଧନ କେନ୍ଦ୍ର ସଂଯୋଜକ ବିଭୁପ୍ରସାଦ ମହାପାତ୍ରଙ୍କ ତତ୍ତ୍ଵାବଧାନରେ ଉଲ୍ଲାସ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏଥିରେ ୯ଟି ସରକାରୀ ମାଧ୍ୟମିକ,ଉଚ୍ଚ ପ୍ରାଥମିକ
ଖୋର୍ଦ୍ଧା ଜିଲ୍ଲା ପୋଲିସରେ ବଡ଼ ଅଦଳବଦଳ, ବାଲୁଗାଁ ଥାନାରେ ନୂଆ ଏସ୍ଆଇ ଭାବେ ଜଗନ୍ନାଥ ସେଠୀ ଓ ଏସ୍ଆଇ ଭାବେ ଭଗବାନ ନାୟକଙ୍କ ଯୋଗଦାନ
ବାଲୁଗାଁ -* ଖୋର୍ଦ୍ଧା ଜିଲ୍ଲା ପୋଲିସରେ ଏକ ବଡ଼ ପ୍ରଶାସନିକ ଅଦଳବଦଳ ହୋଇଛି। ପୋଲିସ ମୁଖ୍ୟାଳୟରୁ ଜାରି ହୋଇଥିବା ଆଦେଶ ଅନୁଯାୟୀ ୨୧ ଜଣ ଏସ୍ଆଇ ଓ ଏଏସ୍ଆଇଙ୍କ ବଦଳି କରାଯାଇଛି। ଏହି କ୍ରମରେ ବାଲୁଗାଁ ଥାନାରେ ନୂଆ ଭାବେ ଜଣେ
ଗଣେଶ ସମ୍ମାନ ୨୦୨୬ ର ସାମ୍ବାଦିକ ସମ୍ମିଳନୀ
ବାଲିଅନ୍ତା ୧୩/୦୯:- ଗ୍ରୀନ ଜୟଦେବ ଫାଉଣ୍ଡେସନ ଟ୍ରଷ୍ଟ ,ଶାନ୍ତିସ୍ତୁପ ଖବରକାଗଜ , ଉତ୍କଳ ଜୟଦେବ ଫାଉଣ୍ଡେସନ ଓ ନ୍ୟୁ ଭାର୍ଗବୀ ଫାଉଣ୍ଡେସନର ମିଳିତ ଆନୁକୂଲ୍ୟରେ ଆସନ୍ତା ଅକ୍ଟୋବର ୪ ତାରିଖରେ 'ଶ୍ରୀ ଗଣେଶ ସମ୍ମାନ' ପ୍ରଦାନ ଉତ୍ସବ ଅନୁଷ୍ଠିତ ହେବ। ଏନେଇ
କୁହୁଡ଼ି ବଘେଇସାହି ମଠ ଦ୍ୱାର ସହ ଲାଗି ବେଆଇନ ରୋଷେଇ ଘର ନିର୍ମାଣ, ଗ୍ରାମବାସୀଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ – ନିର୍ମାଣ ସ୍ଥାନାନ୍ତର ଦାବି
ବାଲୁଗାଁ ଖୋର୍ଦ୍ଧା ଜିଲ୍ଲା ଟାଙ୍ଗୀ ବ୍ଲକ୍ ଅନ୍ତର୍ଗତ କୁହୁଡ଼ି ପଞ୍ଚାୟତର ବଘେଇସାହି ସ୍ଥିତ ଶତାଧିକ ବର୍ଷର ପୁରାତନ ରାଧାମୋହନ ମଠର ମୁଖ୍ୟ ପ୍ରବେଶ ଦ୍ୱାର ସହିତ ଲାଗି ପାଖ ଗେଟ ଜବରଦସ୍ତ ଗୋଟିଏ ସରକାରୀ ରୋଷେଇ ଘର ନିର୍ମାଣ କରାଯାଉଛି।ଏହି ନିର୍ମାଣ
ପୋଖରୀରେ ବୁଡ଼ି ଛାତ୍ରର ମୃତ୍ୟୁ
ଚିଲିକା, ୧୨l ୯: ଗୋପାଳପୁର ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଜାମୁସାହିସ୍ଥିତ ମସ୍ଜିଦ ର ମଉଲବୀ ମହମ୍ମଦ ଅଖ୍ଲାକ୍ ଓ ଫରାତୁନ୍ ବିବିଙ୍କ ୧୪ବର୍ଷର କନିଷ୍ଠ ପୁତ୍ର ମୀରାଜ୍ ଖାଁ ଜାମୁସାହି ରାସ୍ତା କଡ଼ରେ ସ୍ଥିତ ପୋଖରୀରେ ବୁଡି ଆଜି ପ୍ରାଣତ୍ୟାଗ କରିଛନ୍ତି।ସେ
ଭିଜିଲାନ୍ସ ଜାଲରେ ରାଉରକେଲା ଅବକାରୀ ଅଧୀକ୍ଷକ ; ୫ ଲକ୍ଷ ଟଙ୍କା ଜବତ ଓ ଆୟଠାରୁ ୧୦୦% ଅଧିକ ସମ୍ପତ୍ତି ଜଣାପଡ଼ିବା ପରେ ବାନ୍ଧିଲା ଭିଜିଲାନ୍ସ..
.ରାଉରକେଲା, ୧୨/୯: ୫ ଲକ୍ଷ ଟଙ୍କା ଅବୈଧ ନଗଦ ଜବତ ଘଟଣାରେ ରାଉରକେଲା ଅବକାରୀ ଅଧୀକ୍ଷକ ଧନେଶ୍ୱର ବରାଡ଼ଙ୍କୁ ଓଡ଼ିଶା ଭିଜିଲାନ୍ସ ଗିରଫ କରିଛି। ଗିରଫ ପରେ ତାଙ୍କୁ ସୁନ୍ଦରଗଡ଼ସ୍ଥିତ ଭିଜିଲାନ୍ସର ସ୍ୱତନ୍ତ୍ର ଅଦାଲତରେ ହାଜର କରାଯାଇଛି। ଏନେଇ ରାଉରକେଲା ଭିଜିଲାନ୍ସ
ବାଲୁଗାଁ ପୁରୁଣା ଏସ. ଡି. ପି ଓ. ଅଫିସ ପଛ ରାସ୍ତା ପାଲଟିଛି ନର୍କ, ଦୁର୍ଗନ୍ଧରେ ଫାଟୁଛି ନାକ ।ନୀରବଦ୍ରଷ୍ଟା ପାଲଟିଛି ପ୍ରଶାସନ
ବାଲୁଗାଁ(ଖୋର୍ଦ୍ଧା ଜିଲ୍ଲା)୧୨।୯:ବାଲୁଗାଁ ବିଜ୍ଞାପିତ ପରିଷଦ ଅନ୍ତର୍ଗତ ପୁରୁଣା ଏସଡିପିଓ ଅଫିସ ପଛପଟ ରାସ୍ତାର ଅବସ୍ଥା ଅତ୍ୟନ୍ତ ଶୋଚନୀୟ ହୋଇପଡିଛି।ସାମାନ୍ୟ ବର୍ଷା ହେଲେ ରାସ୍ତା ଉପରେ ଆଣ୍ଠୁଏ ଯାଏଁ ପାଣି ଜମି ରହୁଛି ।ପାଣି ନିଷ୍କାସନ ପାଇଁ କୌଣସି ଡ୍ରେନ୍ ବ୍ୟବସ୍ଥା ନଥିବାରୁ
ଜିଲ୍ଲା ବିଜ୍ଞାନ ନାଟକ ପ୍ରତିଯୋଗିତା ରେ ଚିଲିକା ବ୍ଲକ କୁ ଶ୍ରେଷ୍ଠ ପାଣ୍ଡୁଲିପି, ଶ୍ରେଷ୍ଠ ଅଭିନେତା ପୁରସ୍କାର
ଚିଲିକା, ୧୨।୯:ଖୋର୍ଦ୍ଧା ଜିଲ୍ଲା ସ୍ତରୀୟ ବିଜ୍ଞାନ ପ୍ରତିଯୋଗିତା ରେ ଚିଲିକା ବ୍ଲକ କୁ ଶ୍ରେଷ୍ଠ ପାଣ୍ଡୁଲିପି ପୁରସ୍କାର ଓ ଶ୍ରେଷ୍ଠ ଅଭିନେତା ପୁରସ୍କାର ମିଳିଥିବା ବେଳେ ଜଟଣୀ ବ୍ଲକ କୁ ଶ୍ରେଷ୍ଠ ନିର୍ଦ୍ଦେଶନା ପୁରସ୍କାର ମିଳିଛି। ଜିଲ୍ଲା ଅନ୍ତର୍ଗତ ୯ ଟି
ଚିଲିକା ବ୍ଲକରେ ବିଦ୍ୟାଳୟ ସ୍ତରୀୟ ଚକ୍ଷୁ ସ୍ୱାସ୍ଥ୍ୟ ତାଲିମ ଶିବିର
ଚିଲିକା, ୧୨।୯:ଚିଲିକା ବ୍ଲକ ଅନ୍ତର୍ଗତ ପି.ଏମ୍.ଶ୍ରୀ. ପଞ୍ଚପଲ୍ଲୀ ସୋମନାଥ ସରକାରୀ ଉଚ୍ଚ ବିଦ୍ୟାଳୟ, ଆଙ୍କୁଲାଚ଼ଟି ଠାରେ ସମସ୍ତ ପ୍ରାଥମିକ, ଉଚ୍ଚ ପ୍ରାଥମିକ ଓ ଉଚ୍ଚ ବିଦ୍ୟାଳୟର ପ୍ରଧାନଶିକ୍ଷକ ଓ ଶିକ୍ଷୟିତ୍ରୀ ମାନଙ୍କୁ ନେଇ ସୁରେନ୍ଦ୍ର ସାଏ ଦିବ୍ୟ ଦୃଷ୍ଟି ଯୋଜନା ଆନୁକୂଲ୍ୟରେ
ଆଡିପଡା ଆଦର୍ଶ ବିଦ୍ୟାଳୟର ଦ୍ଵାଦଶ ବାର୍ଷିକ ଉତ୍ସବ ପାଳିତ
ଚିଲିକା, ୧୨।୯: ଖୋର୍ଦ୍ଧା ଜିଲ୍ଲା ଟାଙ୍ଗୀ ବ୍ଳକ ଅନ୍ତର୍ଗତ କୁହୁଡିସ୍ଥ ଆଡିପଡ଼ା ଆଦର୍ଶ ବିଦ୍ୟାଳୟର ଦ୍ଵାଦଶ ବାର୍ଷିକ ଉତ୍ସବ ଆଜି ପାଳିତ ହୋଇଯାଇଅଛି । ବିଦ୍ୟାଳୟର ଅଧ୍ୟକ୍ଷା ଭାଲେଣ୍ଟିନା ନାହାକଙ୍କ ପୌରୋହିତରେ ଅନୁଷ୍ଠିତ ବାର୍ଷିକ ଉତ୍ସବ ସଭାର ପ୍ରାରମ୍ଭରେ ଅତିଥିମାନେ ଶ୍ରୀଜଗନ୍ନାଥଙ୍କ
ଜିଲ୍ଲା ସ୍ତରୀୟ ସ୍କୁଲ ଗେମ୍ସ ଟାଇକୋଣ୍ଡୋ ପ୍ରତିଯୋଗିତା ଅନୁଷ୍ଠିତ
ବଲାଙ୍ଗୀର: ବଲାଙ୍ଗୀର ଜିଲ୍ଲା ଶିକ୍ଷା ବିଭାଗ ଆନୁକୂଲ୍ୟରେ ସ୍କୁଲ ଗେମ୍ସ ଟାଇକୋଣ୍ଡୋ ଜିଲ୍ଲା ସ୍ତରୀୟ ପ୍ରତିଯୋଗିତା ପି.ପି. ଏକାଡେମୀ ହାଇସ୍କୁଲ କନଫରେନ୍ସ ହଲ୍ଠାରେ ସଫଳତାର ସହ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ୟ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ
ଶ୍ରୀ ଜୟଦେବ ଅନ୍ତଃରାଷ୍ଟ୍ରୀୟଓ଼ ପଦ୍ମାବତୀ ସମ୍ମାନ ପ୍ରଦାନ
ଶ୍ରୀ ଜୟଦେବ ରାଷ୍ଟ୍ରୀୟ ସମାରୋହର ଉଦଯାପନୀ ସନ୍ଧ୍ୟାରେ ମନମୋହିଲା ଦେଶ ବିଦେଶର ପ୍ରକ୍ଷାତ ଶିଳ୍ପୀଙ୍କ ବିଭିନ୍ନ ଶାସ୍ତ୍ରୀୟ ନୃତ୍ୟ ଭୁବନେଶ୍ୱର ତା 10 ରିଖ l ନ୍ୟାସନେଲ କଲଚର ମିଶନ ଦ୍ୱାରା ଆୟୋଜିତ ଦୁଇ ଦିନିଆ ଶ୍ରୀ ଜୟଦେବ ରାଷ୍ଟ୍ରୀୟ ସମାରୋହ
କ୍ଳଷ୍ଟର ସ୍ତରୀୟ ନବଭାରତ ସାକ୍ଷରତା ତାଲିମ ଶିବିର
ଚିଲିକା,୧୦।୯ :ସାଗରଗାଁସ୍ଥିତ ସରକାରୀ ଉଚ୍ଚ ବିଦ୍ୟାଳୟରେ ସମ୍ପୃକ୍ତ ସାଧନ କେନ୍ଦ୍ର ସଂଯୋଜକ ପ୍ରଦୀପ କୁମାର ବଳବନ୍ତରାୟଙ୍କ ତତ୍ତ୍ବାବଧାନରେ ଗୁରୁବାର ଦିନ କ୍ଳଷ୍ଟର ସ୍ତରୀୟ ନବଭାରତ ସାକ୍ଷରତା ତାଲିମ ଶିବିର ଅନୁଷ୍ଠିତ ହୋଇଯାଇଅଛି । ଏଥିରେ ପ୍ରଶିକ୍ଷକ ରୂପେ ସଂଯୋଜକ ପ୍ରଦୀପ କୁମାର
ଯୌତୁକ ପ୍ରଥା ବିରୋଧରେ ସଚେତନତା ତାଲିମମହିଳାଙ୍କ ଅଧିକାର ଓ ସୁରକ୍ଷା ଉପରେ ଗୁରୁତ୍ୱ
ଭବାନୀପାଟଣା, ୯/୯/୨୦୨୬ (ଜନ୍ମେଜୟ ନାଏକ):ସମାଜରୁ ଯୌତୁକ ପ୍ରଥା ଭଳି ଏକ ଗୁରୁତର ସାମାଜିକ କୁପ୍ରଥାର ମୂଳୋତ୍ପାଟନ ସହିତ ମହିଳାଙ୍କ ସୁରକ୍ଷା, ସମ୍ମାନ ଓ ଆଇନଗତ ଅଧିକାର ସମ୍ପର୍କରେ ଜନସଚେତନତା ବୃଦ୍ଧି ଲକ୍ଷ୍ୟରେ ଯୌତୁକ ନିଷେଧ ଆଇନ ଉପରେ ଏକ ସଚେତନତା ଓ
Politics
ନାଚୁଣୀ ମହାବିଦ୍ୟାଳୟରେ ଉଦ୍ୟାନ କୃଷିର ସଫଳ ପ୍ରୟୋଗ ସମ୍ବନ୍ଧୀୟ ଆଲୋଚନା ଚ଼କ୍ର
ବାଲୁଗାଁ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଳିତ ହେଲା ୮୦ତମ ସ୍ୱାଧୀନତା ଦିବସ
Entertainment
ବାଲୁଗାଁ ଥାନାରେ ନୂତନ SI ଭାବେ ଯୋଗ ଦେଲେ ଜଗନ୍ନାଥ ସେଠୀ
ବିକାଶଶୀଳ ଓଡ଼ିଶା ଗଠନ ପାଇଁ ଶ୍ରୀ କୃଷ୍ଣଚନ୍ଦ୍ର ଗଜପତିଙ୍କ ପଦାଙ୍କ ୨୦୩୬ର ଉପାଦାନ ହେଉ।