ଭୁବନେଶ୍ୱର: ରାସ୍ତାରେ ଗାଈଗୋରୁ ଶୋଇବା ଯୋଗୁଁ ପ୍ରତିଦିନ ଅନେକ ନିରୀହ ଜୀବନ ସହ ଗାଈଗୋରୁ ସଡ଼କ ଦୁର୍ଘଟଣାରେ ମୃତକ୍ଷହତ ହେଉଛନ୍ତି I ଅନେକ ପରିବାର ଛାରଖାର ହୋଇଯାଉଛି I ସରକାରୀ ଉଦାସୀନତା ଓ଼ ବିଭାଗୀୟ ଦାୟିତ୍ୱହୀନତା ର ଅଭାବ ଏଥିପାଇଁ ସମ୍ପୂର୍ଣ ଦାୟୀ I ଏହି ଗୁରୁତର ସମସ୍ୟା ଉପରେ କାର୍ୟ୍ୟାନୁଷ୍ଠାନ ପାଇଁ ଆମ ଜନତା ଅଧିକାରର ସହ ଆବାହକ ବାସୁଦେବ ଭଟ୍ଟ, ସଂଯୋଜକ ପ୍ରସନ୍ନ ବିଷୋୟୀ ଓ଼ ଅଶୋକ ପାଇକରାୟ ଅଗଷ୍ଟ ୫ ତାରିଖରେ ଓଡିଶା ମାନବାଧିକାର କମିଶନଙ୍କ ନିକଟରେ ତୁରନ୍ତ ପଦକ୍ଷେପ ସହ କାର୍ୟ୍ୟାନୁଷ୍ଠାନ ପାଇଁ ଆବେଦନ କରିଥିଲେ I ମାନ୍ୟବର କମିଶନ ସରକାର, ଗୃହ ଏବଂ ନଗର ଉନ୍ନୟନ ବିଭାଗ ସଚିବ , ପୂର୍ତ୍ତ ବିଭାଗ ସଚିବଙ୍କୁ ସମସ୍ୟା ସମାଧାନ ପାଇଁ ଗତ ୨୨ ତାରିଖରେ ଆସନ୍ତା ସେପ୍ଟେମ୍ବର ୧୪ ତାରିଖ ସୁଦ୍ଧା ପରବର୍ତ୍ତୀ ଶୁଣାଣି ପର୍ୟ୍ୟନ୍ତ ରିପୋର୍ଟ ଦାଖଲ କରିବାକୁ କହିଛନ୍ତି। ମାନ୍ୟବର ସଦସ୍ୟ ଜଷ୍ଟିସ ସି.ଆର.ମହାପାତ୍ର, ଆ.ଏ.ଦାଶ ଅଧକ୍ଷ ବିଚାରପତି ଏସ୍.ପୂଜାହାରୀଙ୍କ ତିନି ଜଣିଆ ବେଞ୍ଚ ଏହି ନିର୍ଦେଶ ଦେଇଛନ୍ତୁ କ୍ଷ ଓଡ଼ିଶାରେ ରାସ୍ତାରେ ଗାଈ ଗୋରୁ ଶୋଇବା ଏବଂ ଷଣ୍ଢ ଲଢେଇ ଦ୍ୱାରା ହେଉଥିବା ଦୁର୍ଘଟଣାର ସମାଧାନ ପାଇଁ ହସ୍ତକ୍ଷେପ ନିହାତି ଜରୁରୀ କ୍ଷ ସବୁ ରାସ୍ତା ଉପରେ, ବିଶେଷକରି , ପୂର୍ତ୍ତ ଏବଂ ଗ୍ରାମ ନିର୍ମାଣ ବିଭାଗ, ଜାତୀୟ ରାଜପଥ ଏବଂ ସହରାଞ୍ଚଳ ଅଧୀନରେ ଥିବା ମୁଖ୍ୟ ରାସ୍ତାଗୁଡ଼ିକରେ, ଖୋଲାଖୋଲି ଭାବରେ ବୁଲୁଥିବା ଗାଈ ଏବଂ ବଳଦ, ଷଣ୍ଢ ଟ୍ରାଫିକ ଦୁର୍ଘଟଣାର ଏକ ପ୍ରମୁଖ କାରଣ ପାଲଟିଛନ୍ତି। ଏହି ପ୍ରାଣୀମାନେ ପ୍ରାୟତଃ ଦିନ ଏବଂ ରାତିରେ ରାସ୍ତା ମଝିରେ ଶୋଇଥାନ୍ତି, ଯାହା ଡ୍ରାଇଭର ଏବଂ ପଥଚାରୀଙ୍କ ପାଇଁ ଏକ ବଡ଼ ବିପଦ । ଗାଡ଼ି ଚଳାଇବା ବେଳେ ରାସ୍ତାରେ ଏହି ପ୍ରାଣୀଙ୍କ ହଠାତ୍ ଦେଖାଯିବା ଓ଼ ଷଣ୍ଡ ଲଢେଇ ଫଳରେ ଦୁର୍ଘଟଣା ଘଟି ଥାଏ, ଯାହା ଫଳରେ ଧନ ଜୀବନ ଏବଂ ସମ୍ପତ୍ତି କ୍ଷତି ହୋଇଛି। ବୁଲୁଥିବା ପଶୁମାନଙ୍କ ପ୍ରତି କାର୍ୟ୍ୟାନୁଷ୍ଠାନର ଅଭାବ ଯୋଗୁଁ ଏହି ସମସ୍ୟା ଆହୁରି ଜଟିଳ ହୋଇଛି। ଏହି ସମସ୍ୟାର ସମାଧାନ ପାଇଁ ସମ୍ପୃକ୍ତ ବିଭାଗଗୁଡ଼ିକ ତୁରନ୍ତ ପଦକ୍ଷେପ ନେବା ଅତ୍ୟନ୍ତ ଜରୁରୀ। ରାସ୍ତା ରେ ପେଟ୍ରୋଲିଙ୍ଗ ପୋଲିସ, ଏନ ଏଚ ସୁରକ୍ଷା କର୍ମୀ, ମୁନିସିପାଲିଟି ଓ଼ ଏନଏସି ଅଫିସରେ କାର୍ୟ୍ୟରତ କର୍ମଚାରୀ, ପଂଚାୟତ୍ତିରାଜ, ଆର ଡ଼ି କର୍ମଚାରୀ ସମସ୍ତେ ଦାୟିତ୍ୱ ନେବା ଜରୁରୀ I ସେପଟେ ଗୋସୁରକ୍ଷା ପାଇଁ ପ୍ରତିଦିନ ଗାଡ଼ି ଅଟକାଇ ଗୋଚାଲାଣ ବନ୍ଦ କରା ଯାଉଛି କ୍ଷ ଗୋ ସୁରକ୍ଷା ରେ ନିରବଛିନ୍ନ କାର୍ୟ୍ୟ କରୁଥିବା ବ୍ୟକ୍ତି ବିଶେଷ ମାନେ ମଧ୍ୟ ଏ କ୍ଷେତ୍ରରେ ଧ୍ୟାନ ଦେଇ ରାସ୍ତାରେ ବୁଲା ଗୋରୁ ଙ୍କୁ ହଟାଇ ତାଙ୍କ ସୁରକ୍ଷା ପ୍ରତି ଧ୍ୟାନ ଦେବା ଆବଶ୍ୟକ ବୋଲି ଆମ ଜନତା ଅଧିକାର କହିଛି କ୍ଷ ଏହି ଦୁର୍ଘଟଣା ପାଇଁ କିଛି କା ଂସାରେ ପଶୁମାନଙ୍କର ମାଲିକ ମାନେ ମଧ୍ୟ ଦାୟୀ I ଯେଉଁଠାରେ ସେମାନେ ଉଦ୍ଦେଶ୍ୟମୂଳକ ଭାବରେ ପଶୁମାନଙ୍କୁ ରାସ୍ତାରେ ମୁକ୍ତ ଭାବରେ ଚଳପ୍ରଚଳ କରିବା ପାଇଁ ଛାଡି ଦେଉଛନ୍ତି କ୍ଷସହରାଞ୍ଚଳ ସଂସ୍ଥା ଏବଂ ପଞ୍ଚାୟତିରାଜ ସଂସ୍ଥାଗୁଡ଼ିକ ଦ୍ୱାରା ଦାୟୀ ବ୍ୟବସ୍ଥା ସହିତ ଆଶ୍ରୟସ୍ଥଳ ଏବଂ ପୁନର୍ବାସ କାର୍ୟ୍ୟକ୍ରମ ସମେତ ବୁଲୁଥିବା ପଶୁମାନଙ୍କ ପରିଚାଳନା ପାଇଁ ମଧ୍ୟ ଦୃଢ଼ ପଦକ୍ଷେପ ନେବା ଉଚିତ I ଦୁର୍ଘଟଣା ରୋକିବା ପାଇଁ ରାସ୍ତା ଭିତ୍ତିଭୂମିକୁ ଉନ୍ନତ ଓ଼ ତୁରନ୍ତ ମରାମତି କରିବା, ଭ୍ରମଣକାରୀ ପ୍ରାଣୀମାନଙ୍କ ସହ ମୁହାଁମୁହିଁ ହେଉଥିବା ଅଞ୍ଚଳରେ ଉତ୍ତମ ଆଲୋକୀକରଣ ଏବଂ ସଚେତନ ବୋର୍ଡ ଲଗାଇବା ପ୍ରାଣୀ କଲ୍ୟାଣ ଏବଂ ଦାୟିତ୍ୱପୂର୍ଣ୍ଣ ଗୃହ ପାଳିତ ପଶୁ ମାଲିକାନା ଆଇନ ବିଷୟରେ ଜନସାଧାରଣଙ୍କୁ ସଚେତନତା କରି
ଆମେ ଦୁର୍ଘଟଣାକୁ ରୋକିପାରିବା ସହ ଧନ ଜୀବନକୁ ସୁରକ୍ଷା ଦେବା ଏବଂ ବୁଲା ପଶୁମାନଙ୍କର ଜୀବନ ସୁରକ୍ଷା ଓ଼ କଲ୍ୟାଣ କରିପାରିବକ୍ଷ ବୋଲି ଆମା ଜନତା ଅଧିକକ୍ଷର, ଓଡ଼ିଶାର ସହ ଆବାହକ ବାସୁଦେବ ଭଟ୍ଟ ଓ଼ ସଂଯୋଜକ ପ୍ରସନ୍ନ ବିଷୋୟୀ କହିଛନ୍ତି I
ସରକାରଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର ଦେଲା ନିଖିଳ ଓଡିଶା ଗ୍ରାମରକ୍ଷୀ ମହାସଙ୍ଘ
Social Share On:
Utkal Bulletin Is Now On WhatsApp Join And Get Latest News Updates Delivered To You Via WhatsApp
Social Share On:
Related News
ଗୋ ସୁରକ୍ଷା ଆଇନ ପାଇଁ ଗଣ ବିକ୍ଷୋଭ ଓ ଅନଶନ ସଭା
ଭୁବନେଶ୍ୱର: ସାରା ଓଡ଼ିଶା ତଥା ଦେଶରେ ଗୋ ମାତାର ସୁରକ୍ଷା ଦାବିରେ ଏକ ଗଣ ବିକ୍ଷୋଭ ଓ ଅନଶନ ଭୁବନେଶ୍ୱର ବିଧାନସଭା ସମ୍ମୁଖରେ କରାଯାଇଥିବା ଦେଖିବାକୁ ମିଳିଛି। ଦେଶରେ ଗୋ ମାତା ତଥା ଗୋରୁ ଗାଈଙ୍କୁ ହତ୍ୟା ଓ ଅବହେଳା କରାଯାଉଥିବା
ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକଙ୍କୁ ବଡ଼ ଦାୟିତ୍ୱ
ଭୁବନେଶ୍ୱର: କେନ୍ଦ୍ର ସରକାରଙ୍କ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକଙ୍କୁ ବଡ଼ ଦାୟିତ୍ୱ । ବିଶିଷ୍ଟ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକଙ୍କୁ ଜାତୀୟ ଜନଗଣନା-୨୦୨୭ ବ୍ରାଣ୍ଡ ଆମ୍ବାସଡର କରାଯାଇଛି। କେନ୍ଦ୍ର ଗୃହ ମନ୍ତ୍ରାଳୟ ପକ୍ଷରୁ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ଜନଗଣନା ସଚେତନତାକୁ
ମା’ଭଗବତୀ ମନ୍ଦିର ଭିତର ହୁଣ୍ଡି ଖୋଲିଲା ଶ୍ରଦ୍ଧାଳୁଙ୍କ ଦାନ ଅର୍ଥ ମା’ଙ୍କ ଦୈନନ୍ଦିନ ସେବାରେ ଲାଗିବ
ଚିଲିକା : ବାଣପୁରର ଅଧିଷ୍ଠାତ୍ରୀ ଦେବୀ ମା'ଭଗବତୀଙ୍କ ମନ୍ଦିର ଭିତର ହୁଣ୍ଡି ଚାରିମାସ ପରେ ଖୋଲାଯାଇଅଛି । ସକାଳ ୧୦ ଘଟିକା ସମୟରେ ମା'ଙ୍କ ପାଖରେ ଧୂପଦୀପଜାଳି ସମର୍ପିତ ହେବାପରେ ମନ୍ଦିର ପରିଚାଳନା କମିଟିର ସଭାପତି ସ୍ଥାନୀୟ ତହସିଲ୍ ଦାର ଟି.
ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବିରେ ବିରୋଧୀଙ୍କ ହୋହାଲ୍ଲା ଗୃହ ମଧ୍ୟଭାଗକୁ ଆସି ହଟ୍ଟଗୋଳ କଲେ ବିଜେଡି ଓ କଂଗ୍ରେସ ସଦସ୍ୟ
ଭୁବନେଶ୍ୱର(ବୁ୍ୟରୋ) ବିଧାନସଭାରେ ଏସସିବି ନିଆଁ ତାତି । ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ଇସ୍ତଫା ଦାବିରେ ବିରୋଧୀଙ୍କ ହୋହାଲ୍ଲା । ଗୃହ ମଧ୍ୟ ଭାଗକୁ ଆସି ହଟ୍ଟଗୋଳ କଲେ ବିଜେଡି ଓ କଂଗ୍ରେସ ସଦସ୍ୟ । ନାରାବାଜିରେ ଉଠିଲା ପଡ଼ିଲା ବିଧାନସଭା । ବାଧ୍ୟ
ଆଫଗାନିସ୍ତାନରେ ପାକିସ୍ତାନର ଏୟାରଷ୍ଟ୍ରାଇକ୪୦୦ ମୃତ, ୨୫୦ ଆହତ
ନୂଆଦିଲ୍ଲୀ ଆଫଗାନିସ୍ତାନର ରାଜଧାନୀ କାବୁଲର ଏକ ଡାକ୍ତରଖାନା ଉପରେ ପାକିସ୍ତାନ ଆକାଶ ମାର୍ଗରୁ ଆକ୍ରମଣ କରିବାରୁ ପ୍ରାୟ ୪୦୦ ଲୋକଙ୍କ ମୃତ୍ୟୁ ଘଟିଥିବା ବେଳେ ୨୫୦ ଜଣ ଆହତ ହୋଇଛନ୍ତି । ମଙ୍ଗଳବାର ଆଫଗାନିସ୍ତାନର ତାଲିବାନ ସରକାରଙ୍କ ଜଣେ ମୁଖପାତ୍ର ଏହି
ସନ୍ଧିକୁଲିଆରୀ ଗ୍ରାମଠାରେ ଆରସିଡିସି ଓ ଶିଶୁ ବିକାଶ ପକ୍ଷରୁ ନିଯୁକ୍ତି ମେଳା ଅନୁଷ୍ଠିତ
କଳାହାଣ୍ଡି,୧୮|୩(ପ୍ୟାରିଲାଲ ଦୁର୍ଗା ଙ୍କ ରିପୋର୍ଟ) କଳାହାଣ୍ଡି ଜିଲ୍ଲାର ଧର୍ମଗଡ଼ ବ୍ଲକ ଅଧିନସ୍ଥ ସନ୍ଧିକୁଲିହାରୀ ଗ୍ରାମରେ ଆର୍.ସି.ଡ଼ି.ସି ଓ ଶିଶୁ ବିକାଶ ପ୍ରକଳ୍ପ, କଳାହାଣ୍ଡିଙ୍କ ଆନୁକୂଲ୍ୟରେ ଏକ ନିଯୁକ୍ତି ମେଳା ଶିବିର ସଫଳତାର ସହିତ ଅନୁଷ୍ଠିତ ହୋଇଛି। ଏହି କାର୍ଯ୍ୟକ୍ରମରେ ଜିଲ୍ଲା ପ୍ରଶାସନ
ବେଆଇନ ବିଦେଶୀ ମଦ କୋଠି ରେ ଅବକାରୀ ବିଭାଗ ର ଚଢ଼ାଉ, ଜଣେ ଗିରଫ
କଳାହାଣ୍ଡି,୧୮|୩(ପ୍ୟାରିଲାଲ ଦୁର୍ଗା ଙ୍କ ରିପୋର୍ଟ):କଳାହାଣ୍ଡି ଜ଼ିଲ୍ଲା ଧର୍ମଗଡ ଅବକାରୀ ପୋଲିସ କୁ ବଡ଼ ସଫଳତା। ବେଆଇନ ବିଦେଶୀ ମଦ କୋଠି ରେ ଚଢ଼ାଉ। ଜିଲ୍ଲା ଅବକାରୀ ଅଧିକାରୀ ରଞ୍ଜନ କୁମାର ନାଏକ ଙ୍କ ନିର୍ଦେଶ କ୍ରମେ କଳାହାଣ୍ଡି ଜିଲ୍ଲା ଗୋଲାମୁଣ୍ଡା ଥାନା
ପୁଣି ଏକ ଲଜ୍ୟା ଘଟଣା
ଆସିକା, [4:57 pm, ] 18/3/26:ପୁଣି ଏକ ଲଜ୍ୟା ଘଟଣା ଘଟିଯାଇଛି, ଆସିକା ବ୍ଲକ କୋଟିନଡ଼ା ଥାନା ଭୋଟନୟୀ ଗ୍ରାମରେ କଙ୍ଗାରୁ କୋର୍ଟରେ ଦଣ୍ଡ, ବିଦ୍ୟୁତଖୁଣ୍ଟ ରେ ଚାରିଜଣଙ୍କୁ ବାନ୍ଧି ମାଡାମରିବା ଘଟଣା ସୋସିଆଲ ମିଡ଼ିଆରେ ଘୁରିବୁଲୁଛି l ଦୁଇ ତିନି
ଓଡିଶାରେ ହୋଇଥିବା JTS-2023 ନିଯୁକ୍ତି ପ୍ରକିୟା ସମ୍ପର୍କରେ ଅନେକ ଆଶାୟୀ ଦୀର୍ଘଦିନ ଧରି ନ୍ୟାୟ ପାଇଁ ଅପେକ୍ଷା
ଭୁବନେଶ୍ୱର 18/3/26: ଓଡିଶାରେ ହୋଇଥିବା JTS-2023 ନିଯୁକ୍ତି ପ୍ରକିୟା ସମ୍ପର୍କରେ ଅନେକ ଆଶାୟୀ ଦୀର୍ଘଦିନ ଧରି ନ୍ୟାୟ ପାଇଁ ଅପେକ୍ଷା କରୁଛନ୍ତି l ମାନ୍ୟବର ଉଚ୍ଚ ନ୍ୟାୟାଳୟ ମଧ୍ୟ ଅବଶିଷ୍ଟ ଖାଲି ପଦଗୁଡିକୁ ମେରିଟ ଆଧାରରେ ପୂରଣ ନିର୍ଦେଶ ଦେଇଛନ୍ତି, କିନ୍ତୁ
ପୂର୍ବଶତ୍ରୁତାକୁ କେନ୍ଦ୍ରକରି ଧଉଳି ଥାନା ଲିଙ୍ଗିପୁର ସରପଞ୍ଚ ଖିରୋଦ କୁମାର ପ୍ରଧାନଙ୍କୁ ଆକ୍ରମଣ କରିବା ସହ ପିନ୍ଧିଥିବା ସୁନାଚେନ ଲୁଟ
ବାଲିଅନ୍ତା,୧୭|୩:ପୂର୍ବଶତ୍ରୁତାକୁ କେନ୍ଦ୍ରକରି ଧଉଳି ଥାନା ଲିଙ୍ଗିପୁର ସରପଞ୍ଚ ଖିରୋଦ କୁମାର ପ୍ରଧାନଙ୍କୁ ଆକ୍ରମଣ କରିବା ସହ ପିନ୍ଧିଥିବା ସୁନାଚେନ ଲୁଟ କରିଥିବା ଅଭିଯୋଗରେ ପୁଲିସ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି l ଗିରଫ ଅଭିଯୁକ୍ତ ହେଲେ ଏହି ଥାନା
ହୋଲି ପରେ ଆରମ୍ଭ ହୋଇଗଲା ମହୁଲଫୁଲ ସଂଗ୍ରହ, ମହୁଲ ବେଟାଳି ବ୍ୟସ୍ତ
କଳାହାଣ୍ଡି,(ଉତ୍କଳ ବୁଲେଟିନ):-ହୋଲି ପରେ ପରେ ଆରମ୍ଭ ହୋଇଗଲା ମହୁଲଫୁଲ ସଂଗ୍ରହ | ମହୁଲ ବେଟିବା ପାଇଁ ବେଟାଳି ମାନେ ବ୍ୟସ୍ତରେ ରହି ମହୁଲ ଫୁଲ ସଂଗ୍ରହ କରୁଛନ୍ତି | ଚାଷକାମ ପରେ ଜୀବନ ଜିବିକାର ଦ୍ୱତୀୟ ପନ୍ଥା ହେଲା ଜଙ୍ଗଲଜାତ ଦ୍ରବ୍ୟ
ଏନ. ଏ. ସି, ଧର୍ମଗଡ଼ ରେ ଜାତୀୟ ଜନଗଣନା ୨୦୨୭ ଅନ୍ତର୍ଗତ ଏନୁମିରେଟର ଓ ସୁପରଭାଇଜର ଙ୍କ ପ୍ରଶିକ୍ଷଣ ଶିବିର
କଳାହାଣ୍ଡି,୧୭|୩(ପ୍ୟାରିଲାଲ ଦୁର୍ଗା ଙ୍କ ରିପୋର୍ଟ)ତ୍ରୀଦିବସୀୟ ଏନ. ଏ. ସି, ଧର୍ମଗଡ଼ ସ୍ତରୀୟ ଜାତୀୟ ଜନଗଣନା ୨୦୨୭ ଅନ୍ତର୍ଗତ ଗଣନାକାରି ଓ ସୁପରଭାଇଜର ମାନଙ୍କ ପ୍ରଶିକ୍ଷଣ ଶିବିର ଆଜି ତା ୧୬/୦୩/୨୦୨୪ ଠାରୁ କାଶୀବାହାଲ, ଧର୍ମଗଡ଼ସ୍ଥ ଗୁରୁଜୀ ମଧୂସୂଦନ ଉଚ୍ଚ ବିଦ୍ୟାଳୟରେ ଆରମ୍ଭ
ଚାବହାର ନିକଟରେ ଆକାଶମାର୍ଗରୁ ବୋମାବର୍ଷଣ କଲା ଆମେରିକା
ନୂଆଦିଲ୍ଲୀ ଇରାନର ଚାବହାର ମୁକ୍ତ ବାଣିଜ୍ୟ ଜୋନ ନିକଟରେ ହମଲା । ଏକାଧିକ ବିସ୍ଫୋରଣରେ ଥରି ଉଠିଛି ଏହି ଅଞ୍ଚଳ । ସୋମବାର ଆମେରିକା ଏଠାରେ ଘନଘନ ଏୟାର ଷ୍ଟ୍ରାଇକ କରିବାରୁ ବ୍ୟାପକ କ୍ଷୟକ୍ଷତି ହୋଇଥିବା ରିପୋର୍ଟ ପ୍ରକାଶ ପାଇଛି ।
ରାଜ୍ୟସଭା ନିର୍ବାଚନ : ମନମୋହନ,ସୁଜିତ,ସଂତୃପ୍ତ ଓ ଦିଲ୍ଲୀପ ବିଜୟୀ
ଭୁବନେଶ୍ୱର : ରାଜ୍ୟସଭା ନିର୍ବାଚନରେ ବାଜି ମାରିଲେ ବିଜେପିର ମନମୋହନ ସାମଲ, ସୁଜିତ କୁମାର, ବିଜେଡିର ସଂତୃପ୍ତ ମିଶ୍ର ଓ ସ୍ୱାଧୀନ ପ୍ରାର୍ଥୀ ଦିଲୀପ ରାୟ । କଂଗ୍ରେସ ଓ ବିଜେଡି ମିଳିତ ପ୍ରାର୍ଥୀ ଦତ୍ତେଶ୍ୱର ହୋତା ଦିଲ୍ଲୀପଙ୍କ ଠାରୁ ପରାଜିତ
ଟ୍ରମାକେୟାରରେ ଥିବା ୧୦ ରୋଗୀଙ୍କ ମୃତ୍ୟ
କଟକ(ବୁ୍ୟରୋ) କଟକ ଏସସିବି ବଡ଼ ମେଡିକାଲରେ ଭୟାବହ ଅଗ୍ନିକାଣ୍ଡ । ଧୂଆଁରେ ଅଣନିଃଶ୍ୱାସୀ ହୋଇ ୧୦ ନିରୀହ ଜୀବନ ଚାଲିଯାଇଛି । ଅନେକ ଲୋକ ନିଆଁରେ ପୋଡ଼ି ହୋଇ ଗୁରୁତର ହୋଇଛନ୍ତି । ସମସ୍ତ ଗୁରୁତରଙ୍କୁ ଏସସିବି ମେଡିକାଲରୁ ଉଦ୍ଧାର କରି
ଏନ ଏ ସି ନିର୍ବାଚନରେ ଓବିସି ମାନଙ୍କ ପାଇଁ ସଂରକ୍ଷଣ ଦାଵୀକଲା ମୂଳନୀବାସୀ ବହୁଜନ ମିଳିତ ମହାସଂଘ
କଳାହାଣ୍ଡି,୧୭|୩(ପ୍ୟାରିଲାଲ ଦୁର୍ଗା ଙ୍କ ରିପୋର୍ଟ):ଆଉ କିଛି ଦିନ ପରେ କଳାହାଣ୍ଡିରେ ନୂତନ ଭାବେ ଗଠନ ହୋଇଥିବା ଜୟପାଟଣା ଓ ନର୍ଲା ଏନ ଏ ସି ପାଇଁ ନିର୍ବାଚନ ହେବାକୁ ଵିଜ୍ଞାପନ ପ୍ରକାଶ ପାଇଛି |କାଉନସିଲର ପଦବୀ ପାଇଁ ସ୍ଥାନ ସଂରକ୍ଷଣ ତାଲିକା
ଛତ୍ରପୁରରେ ଗ୍ୟାସ୍ ସଙ୍କଟ
ଗଞ୍ଜାମ ଜିଲା ଛତ୍ରପୁରରେ ଦେଖାଦେଇଛି ଏଲ୍ପିଜି ସଙ୍କଟ ।ସାଧାରଣ ଖାଉଟି ବେହାଲ । ୨୫ ଦିନ ତଳୁ ବୁକିଂ କରିଥିବା ଉପଭୋକ୍ତା ଏ ଯାଏ ସିଲିଣ୍ଡର ପଇପାରିନାହାନ୍ତି। ଯାହା ଫଳରେ ସାଧାରଣ ଲୋକେ ଏଲ୍ପିଜି ପାଇଁ ହନ୍ତସନ୍ତ ହେଉଥିବା ଦେଖିବାକୁ ମିଳୁଛି।
ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପ୍ରାତଃଭ୍ରମଣ କରୁଥିବା ୨ ମହିଳା ସମେତ ଜଣେ ଛାତ୍ରଙ୍କ ମୃତ୍ୟୁ
ବାଲିଅନ୍ତା,୧୬|୩():ଭୁବନେଶ୍ୱର-ପୁରୀ ଜାତୀୟ ରାଜପଥ କୌଶଲ୍ୟାଗଙ୍ଗ ଫାଣ୍ଡି ଅଧିନ କୃପାଜଳ ଇଞ୍ଜିନିୟର କଲେଜ(କେଇସି) ନିକଟରେ ଆଜି ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପ୍ରାତଃଭ୍ରମଣ କରୁଥିବା ୨ ମହିଳା ସମେତ ଜଣେ ଛାତ୍ରଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ ଛାତ୍ର ଆହତ ହୋଇଛନ୍ତି
ତଳଆମ୍ବପଦରରେ ରକ୍ତାକ୍ତ ସଂଘର୍ଷ: ୨୧ ଜଣ ଗିରଫ
କଳାହାଣ୍ଡି,୧୬|୩(ପ୍ୟାରିଲାଲ ଦୁର୍ଗା ଙ୍କ ରିପୋର୍ଟ):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ତଳଆମ୍ବପଦର ଗ୍ରାମରେ ସିଜିମାଳି ଖଣି ଖନନକୁ କେନ୍ଦ୍ର କରି ସୃଷ୍ଟି ହୋଇଥିବା ବିବାଦ ଉଗ୍ର ରୂପ ଧାରଣ କରିଛି ।'କମ୍ପାନୀ ଦଲାଲ’ ସନ୍ଦେହରେ ଜଣେ ବ୍ୟକ୍ତି ଙ୍କ ଉପରେ ହୋଇଥିବା
ସଶକ୍ତ ଓଡିଶା ପକ୍ଷରୁ ପ୍ରତିବାଦ ସଭା ସହିତ ସ୍ମାରକପତ୍ର ପ୍ରଦାନ
ଭୁବନେଶ୍ୱର ତା 16/03/26 ସାମାଜିକ ଅନୁଷ୍ଠାନ "ସଶକ୍ତ ଓଡିଶା "ପକ୍ଷରୁ ସ୍ଥାନୀୟ ଲୋୟର ପିଏମଜି ଛକ ଧାରଣା ସ୍ଥଳରେ ପଶ୍ଟିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଭାରତର ମହାମହିମ ରାଷ୍ଟ୍ରପତି ତଥା ସମସ୍ତ ମହିଳାଙ୍କ ଆଦର୍ଶ ଦ୍ରୌପଦୀ ମୁର୍ମୁଙ୍କ ପ୍ରତି କରିଥିବା ଅସମ୍ମାନ,ସମ୍ଭିଧାନ
Politics
Entertainment
ଗୋ ସୁରକ୍ଷା ଆଇନ ପାଇଁ ଗଣ ବିକ୍ଷୋଭ ଓ ଅନଶନ ସଭା