ଭୁବନେଶ୍ୱର, 08/03/ 26: ସାମାଜିକ ଅନୁଷ୍ଠାନ “ସଶକ୍ତ ଓଡିଶା”ପକ୍ଷରୁ ସ୍ଥାନୀୟ ସିଆରପି ସ୍ଥିତ କାର୍ଯ୍ୟାଳୟ ଠାରେ “ବିଶ୍ୱ ମହିଳା ଦିବସ -2026 ଆବାହକ ବିଜୟ କୁମାର ପ୍ରଧାନଙ୍କ ସଂଯୋଜନା ଓ ସଭାପତିତ୍ବ ରେ ଅନୁଷ୍ଠିତ ହୋଇ ଯାଇଛି l ମହିଳା ସଶକ୍ତିକରଣ ଯୋଜନା, ଆତ୍ମନିଯୁକ୍ତି,ନିଯୁକ୍ତି, ଉତ୍ପାଦନ ବୃଦ୍ଧି ସହିତ ଗ୍ରାମର ବାସ କରୁଥିବା ମହିଳା କିପରି ଆତ୍ମ ନିଯୁକ୍ତି ପାଇପାରିବେ ଓ ଅର୍ଥନୈତିକ ଅଭିବୃଦ୍ଧି ହୋଇ ପାରିବ ତାହା ଉପରେ ଆଲୋଚନା ସହିତ ରାଜ୍ୟ ଓ କେନ୍ଦ୍ର ସରକାର କରୁଥିବା ଯୋଜନା ଠିକ ଭାବରେ ଓ ସଫଳ ରୂପାୟନ ହେବ ତାହା ଆଲୋଚନା କରାଯାଇଥିଲା l ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ବରିଷ୍ଠ ସମାଜସେବୀ ଡ଼ଃ ପ୍ରକାଶ ଶ୍ରୀଚନ୍ଦନ, ବିଶିଷ୍ଟ ଅତିଥି ଭାବେ ବ୍ୟାଙ୍କ ଅଧିକାରୀ ରଶ୍ମିତା ବୈଦ୍ୟ, ସମ୍ମାନିତ ଅତିଥି ଭାବେ ସାରସ୍ୱତ ପ୍ରାଣ କଲ୍ୟାଣ କୁମାର ଚାଟାର୍ଜି,ପତ୍ରକାର ଅରବିନ୍ଦ ତ୍ରିପାଠୀ, ସମାଜସେବୀକା ସମିତା ମହାରଣା, ଅନଦା ପ୍ରଭା ରାୟ, ଶିକ୍ଷାବିତ ରମେଶ ଚନ୍ଦ୍ର ପାତାଳ ସିଂ, ମିଶ୍ର,ସାମ୍ବାଦିକା ରୀନା ମହାନ୍ତି, ଶିକ୍ଷାବିତ ଅନନ୍ତ ରାଉତ ଭାଷାପ୍ରାଣ ନବ କିଶୋର ପ୍ରଧାନ ଉପସ୍ଥିତ ରହିବା ସହ ମହିଳାମାନେ ଆତ୍ମନିର୍ଭରଶୀଳ ହେବା ସହିତ ମହିଳା ସଶକ୍ତିକରଣ ଓ ରାଷ୍ଟ୍ର ବିକଶିତ ହେବାରେ ମୁଖ୍ୟଭୂମିକା ରହିଛି ବୋଲି ମତବ୍ୟକ୍ତ କରିଥିଲେ l ଏହି ଅବସରରେ ବିଭିନ୍ନ ଜିଲ୍ଲାରୁ ଆସିଥିବା ଜିଲ୍ଲା ସଂଯୋଜକ, ମଣ୍ଡଳ ସଂଯୋଜକଙ୍କୁ ପରିଚୟ ପତ୍ର ପ୍ରଦାନ କରାଯାଇଥିଲା l ଅଭିଯାନର ଗଭର୍ଣ୍ଣର ଭାବେ ନିଯୁକ୍ତି ପାଇଥିବା ରୀନା ମହାନ୍ତିସମସ୍ତ ମହିଳାଙ୍କୁ ଶପଥପାଠ କରାଇବା ସହିତ ସରକାର ଓ ଅଭିଯାନ ର ମିଶନରେ ସାମିଲ ହେବା ନେଇ ସଂକଳ୍ପ କରାଇଥିଲେ l ସଂଯୁବାଳା ସେଠି ଙ୍କୁ ଅନୁଗୁଳ ଜିଲ୍ଲା ସଂଯୋଜକ ଭାବେ ପରିଚୟ ପତ୍ର ପ୍ରଦାନ କରାଯାଇ ଥିବା ବେଳେ ମମତା ରଣା, ବିଭତ୍ସ ମିର୍ଧା, ଦେଓଗାଁ ବ୍ଲକ, ସୀତାକାନ୍ତ ରଣା, ସଇଁତଳା ବ୍ଲକ, ବବିତା ଗୋଛାୟତ ଅନୁଗୁଳ ବ୍ଲକ ଙ୍କୁ କାର୍ଡ ଓ ନିଯୁକ୍ତି ପ୍ରଦାନ କରାଯାଇଥିଲା l ସଶକ୍ତ ସାମ୍ବାଦିକ ଭବନ ଉଦଘାଟନ, ବୃକ୍ଷ ରୋପଣ, ଏସବି ଆଇ ଦ୍ୱାରା ଦୁର୍ଘଟଣା ବୀମା କରଣ ସହିତ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା l କାର୍ଯ୍ୟକ୍ରମ କୁ ଅନିତା ସ୍ୱାଇଁ, ନିହାର ସ୍ୱାଇଁ, ଅଇଁଠୁ ରଣାଙ୍କ ସହିତ ସଂଯୋଜକ ଓ ଶହ ସଂଯୋଜକ ପରିଚାଳନା କରିଥିଲେ l
ବିଜୟ କୁମାର ପ୍ରଧାନ
ଆବାହକ, ସଶକ୍ତ ଓଡିଶା
ଭୁବନେଶ୍ୱର -9124778777
ସଶକ୍ତ ଓଡିଶା ପକ୍ଷରୁ ବିଶ୍ୱ ମହିଳା ଦିବସ ଅନୁଷ୍ଠିତ
Social Share On:
Utkal Bulletin Is Now On WhatsApp Join And Get Latest News Updates Delivered To You Via WhatsApp
Social Share On:
Related News
ମ.ରାମପୁର ସବ୍ ରେଜିଷ୍ଟର ଅଧିକାରୀଙ୍କ ନାମରେ ମାତ୍ରାଧିକ ବେଞ୍ଚ ମାର୍କ ମୂଲ୍ୟ ଦାବୀ ନେଇ ଅଭିଯୋଗ
କଳାହାଣ୍ଡି,୧୪।୩(ପ୍ୟାରିଲାଲ ଦୁର୍ଗା ଙ୍କ ରିପୋର୍ଟ)କଳାହାଣ୍ଡି ଜିଲ୍ଲା, ମ.ରାମପୁର ସବ୍ ରେଜିଷ୍ଟର ସୌଦାମିନି ମାଝି ଜମି ରେଜିଷ୍ଟ୍ରେସନ୍ ବାବଦକୁ ସରକାର ଙ୍କ ନିୟମ ଉଲଂଘନ କରି ନିଜ ମନ
ଚିତାବାଘ ର ନଖ ଜବତ ତିନି ଯୁବକ ଗିରଫ ଓ କୋର୍ଟ ଚାଲାଣ
କଳାହାଣ୍ଡି,୧୪|୩(ପ୍ୟାରିଲାଲ ଦୁର୍ଗା ଙ୍କ ରିପୋର୍ଟ):ବେଆଇନ ଭାବେ ବନ୍ୟଜନ୍ତୁ ଙ୍କ ର ଶିକାର କରି ବ୍ୟବସାୟ ଚାଲୁଥିବା ସମ୍ପର୍କରେ କୌଣସି ସୂତ୍ରରୁ ସୂଚନା ପାଇ କଳାହାଣ୍ଡି ଉତ୍ତର ବନଖଣ୍ଡ
ସଶକ୍ତ ଓଡିଶା ପକ୍ଷରୁ ବିଶ୍ୱ ମହିଳା ଦିବସ ଅନୁଷ୍ଠିତ
ଭୁବନେଶ୍ୱର, 08/03/ 26: ସାମାଜିକ ଅନୁଷ୍ଠାନ "ସଶକ୍ତ ଓଡିଶା"ପକ୍ଷରୁ ସ୍ଥାନୀୟ ସିଆରପି ସ୍ଥିତ କାର୍ଯ୍ୟାଳୟ ଠାରେ "ବିଶ୍ୱ ମହିଳା ଦିବସ -2026 ଆବାହକ ବିଜୟ କୁମାର ପ୍ରଧାନଙ୍କ
ଆନ୍ତର୍ଜାତୀୟ ମହିଳା ଦିବସ ଉପଲକ୍ଷେ ନାଟକ ‘ଖାଣ୍ଟି ସୁନା’
ଚିଲିକା: ଆନ୍ତର୍ଜାତୀୟ ମହିଳା ଦିବସ ପାଳନ ଅବସରରେ ବାଲୁଗାଁସ୍ଥିତ ମା' ଭଗବତୀ କଳା ନିକେତନ ର ଓଡ଼ିଆ ଅସ୍ମିତା ଉପରେ ଆଧାରିତ ନାଟକ "ଖାଣ୍ଟି ସୁନା" ଗୈ।ରୀ
ବିଶ୍ଵ ମହିଳା ଦିବସକୁ ନେଇ ଏସବିଆଇ, ରାମଜୀ ଫାଉଣ୍ଡେସନ ତରଫରୁ ଜରାୟୁ କର୍କଟ ରୋଗ ସଚେତନତା ଶିବିର
କଳାହାଣ୍ଡି,୮|୩(ପ୍ୟାରିଲାଲ ଦୁର୍ଗା ଙ୍କ ରିପୋର୍ଟ): ଆଜି ସାରା ବିଶ୍ୱରେ ବିଶ୍ୱ ମହିଳା ଦିବସ ପାଳନ କରୁଥିବା ବେଳେ କଳାହାଣ୍ଡି ଜ଼ିଲ୍ଲା କେସିଙ୍ଗା ଠାରେ ଏସବିଆଇ ଓ ରାମଜୀ
ଧର୍ମଗଡ ତାଳୁକ ଆଇନ ସେବା ସମିତି ତରଫରୁ ବିଶ୍ୱ ମହିଳା ଦିବସ ପାଳିତ
କଳାହାଣ୍ଡି,୮|୩(ପ୍ୟାରିଲାଲ ଦୁର୍ଗା ଙ୍କ ରିପୋର୍ଟ): କଳାହାଣ୍ଡି ଜ଼ିଲ୍ଲା ଧର୍ମଗଡ଼ ତାଲୁକ ଆଇନ ସେବା ସମିତି ଦ୍ବାରା ଅତିରିକ୍ତ ଜିଲ୍ଲା ଜର୍ଜ ତଥା ତାଲୁକ ଆଇନ ସେବା ସମିତିର
ବିଶ୍ୱ ମହିଳା ଦିବସ ଅବସରରେ – “ସମାଜସେବାରେ ସମିତା”
ଅଦ୍ୟମ ଇଚ୍ଛାଶକ୍ତି, ନିଷ୍ଠା, ଏକାଗ୍ରତା । ଅଧ୍ୟ୍ୟବସାୟ ଆଗରେ କୌଣସି ପ୍ରତିବନ୍ଧକ ବି ହାର ମାନିଥାଏ। ଜୀବନର ସଂଘର୍ଷର ବହୁ ଘାତ ପ୍ରତିଘାତ ମଧ୍ୟରେ ଗତି କରି
ଇନ୍ଦିରା ଗାନ୍ଧୀ ଜାତୀୟ ମୁକ୍ତ ବିଶ୍ୱବିଦ୍ୟାଳୟ ସହ-ନିର୍ଦ୍ଦେଶକଙ୍କ ବିଯୋଗ
ଚିଲିକା : ଗତକାଲି ଅପରାହ୍ନ ୫ ଘଟିକା ସମୟରେ ଇନ୍ଦିରା ଗାନ୍ଧୀ ଜାତୀୟ ମୁକ୍ତ ବିଶ୍ୱବିଦ୍ୟାଳୟ ଭୁବନେଶ୍ୱର ଶାଖାର ପ୍ରାକ୍ତନ୍ ସହ-ନିର୍ଦ୍ଦେଶକ ପ୍ରଦୀପ କୁମାର ରଥଙ୍କ ଭୁବନେଶ୍ୱରସ୍ଥିତ
ପିସ୍ଲିଲି ପ୍ରି-ସ୍କୁଲର ୩ୟ ବାର୍ଷିକ ଉତ୍ସବ ଅନୁଷ୍ଠିତ
ଭୁବନେଶ୍ୱର: ସ୍ଥାନୀୟ ଗୁରୁ କେଳୁଚରଣ ମହାପାତ୍ର ନୃତ୍ୟ ଗବେଷଣା କେନ୍ଦ୍ରଠାରେ ପିସ୍ଲିଲି ପ୍ରି-ସ୍କୁଲର ଡେ-କେୟାର ର ତୃତୀୟ ବାର୍ଷିକ ଉତ୍ସବ ଓ ପୁରସ୍କାର ବିତରଣ ସଂଯୋଜିକା ଆଦ୍ୟାଶାଙ୍କ
ଇଟିପୁର ଆଞ୍ଚଳିକ ସରକାରୀ ଉଚ୍ଚ ବିଦ୍ୟାଳୟରେ ବାର୍ଷିକୋତ୍ସବ ପାଳିତ
ବାଲିଅନ୍ତା,୬|୩: ଭୁବନେଶ୍ୱର ବ୍ଲକ ଅଧିନ ଇଟିପୁର ସ୍ଥିତ ଆଞ୍ଚଳିକ ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ଆଜି ମହାସମାରୋହରେ ବିଦ୍ୟାଳୟର ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି।ବିଦ୍ୟାଳୟର ପ୍ରଧାନଶିକ୍ଷୟିତ୍ରୀ ସନ୍ଧ୍ୟାରାଣୀ
ପ୍ରତାପ ଶାସନ ଡିଗ୍ରୀ କଲେଜରେ ଛାତ୍ରୀମାନଙ୍କ ଆତ୍ମରକ୍ଷା କୌଶଳ ଶିବିର
ବାଲିଅନ୍ତା : ବାଳକାଟୀସ୍ଥିତ ପ୍ରତାପ ଶାସନ ଡିଗ୍ରୀ କଲେଜ ପରିସରରେ ଛାତ୍ରୀମାନଙ୍କ ଆତ୍ମରକ୍ଷା କୌଶଳ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇ ଯାଇଛି । ପ୍ରଥମ ବର୍ଷର 87
ଇଚ୍ଛାପୁରରେ ନୂତନ ମନ୍ଦିର ପ୍ରତିଷ୍ଠା
ଚିଲିକା: ଚିଲିକା ବ୍ଲକ ଅନ୍ତର୍ଗତ ଇଚ୍ଛାପୁର ଗ୍ରାମରେ ଗୁରୁବାର ଦିନ ତାରେଣୀ ଠାକୁରାଣୀଙ୍କ ନୂତନ ମନ୍ଦିର ପ୍ରତିଷ୍ଠା କରାଯିବା ସହ ମା' ଙ୍କ ବିଗ୍ରହ ସ୍ଥାପନ କରାଯାଇଛି
ଧୂମଧାମରେ ହୋଲି ଉତ୍ସବ ପାଳନ
ବାଲିଅନ୍ତା,୫|୩: ରଙ୍ଗର ପର୍ବ ହୋଲି ବାଳକାଟି ଏବଂ ଏହାର ଆଖପାଖ ଅଞ୍ଚଳରେ ଧୁମଧାମ ପାଳନ ହୋଇଯାଇଛି l ଉତ୍ସବମୁଖର ହୋଇଉଠିଥିଲେ ଛୋଟ ପିଲା ଠାରୁ ଆରମ୍ଭ କରି
ଶାସ୍ତ୍ରୀଜି ଶିକ୍ଷା ନିକେତନ ଛାତ୍ରଙ୍କ ପାଣିରେ ବୁଡି ମୃତ୍ୟୁ
ହୋଲି ଖେଳ ହେଲା କାଳ କଳାହାଣ୍ଡି,୬,୩(ପ୍ୟାରିଲାଲ ଦୁର୍ଗା ଙ୍କ ରିପୋର୍ଟ): ବୁଧବାର ଦିନ ହୋଲି ଖେଳ ପାଇଁ ଚାରିଆଡ଼େ ଉତ୍ସବ ମାହୋଲ ଥିବା ବେଳେ ଭବାନୀପାଟଣା ସହରରୁ
ପଲ୍ଲବୀ ନାଟ୍ୟ କଳା ପରିଷଦର ବାର୍ଷିକ ଉତ୍ସବ ଓ ଗୁରୁ ସମ୍ବର୍ଦ୍ଧନା
ଚିଲିକା:ବାଣପୁର-ଚିଲିକା ଅଞ୍ଚଳର ଅଗ୍ରଣୀ ନାଟ୍ୟ ସଂସ୍ଥା ପଲ୍ଲବୀ ନାଟ୍ୟ କଳା , ମଠପୁର ର ୬ଷ୍ଠ ସାମ୍ବତ୍ସରିକ ଉତ୍ସବ ପାଳନ ଅବସରରେ ସାଂସ୍କୃତିକ କ୍ଷେତ୍ରରେ ପାରଦର୍ଶିତା ଅର୍ଜନ
ଟଙ୍କପାଣି ଗ୍ରାମରେ ଦୋଳ ଉତ୍ସବ ପାଳିତ
ବାଲିଅନ୍ତା,୫|୩: ଭୁବନେଶ୍ୱର ଉପକଣ୍ଠ ଟଙ୍କପାଣି ଗ୍ରାମରେ ୨ ଦିନ ଧରି ଦୋଳ ଉତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି l ଦ୍ୱାଦଶରୁ ଚତୁର୍ଦ୍ଦଶୀ ପର୍ଯ୍ୟନ୍ତ ରାତିରେ ସୁସଜ୍ଜିତ ବିମାନରେ
କଳାହାଣ୍ଡି ଜିଲ୍ଲାର ପ୍ରବାଦ ପୁରୁଷ ଦୟାନିଧି ନାଏକଙ୍କ ୧୧୦ତମ ଜନ୍ମଦିନ ପାଳିତ
କଳାହାଣ୍ଡି,୪|୩(ପ୍ୟାରିଲାଲ ଦୁର୍ଗା ଙ୍କ ରିପୋର୍ଟ): କଳାହାଣ୍ଡି ଜିଲ୍ଲାର ପ୍ରବାଦପୁରୁଷ ଓ ବିକାଶର ଅଗ୍ରଦୂତ ଭାବେ ସାରା ରାଜ୍ୟରେ ଖ୍ଯାତିଅର୍ଜନ କରିଥିବା ବିଶିଷ୍ଟ ରାଜନୀତିଜ୍ଞ, ସମାଜସେବୀ, ସଂସ୍କାରକ,ମେଧାବୀ, ସର୍ବୋପରି
ଧର୍ମଗଡରେ ନୂତନ ମହିଳା ଡିଏସପି ଆଇପିଏସ ସୂଶ୍ରୀ ଭର୍ଷିଥା ଅଡ଼େପୁ
କଳାହାଣ୍ଡି,୩|୩,(ପ୍ୟାରିଲାଲ ଦୁର୍ଗା): କଳାହାଣ୍ଡି ଜ଼ିଲ୍ଲା ଧର୍ମଗଡ ଉପଖଣ୍ଡ ରେ ନୂତନ ଭାବେ ଯୋଗଦାନ ଦେଲେ ମହିଳା ଆଇପିଏସ ସୂଶ୍ରୀ ଭର୍ଷିଥା ଅଡେପୂ | ମହିଳା ଡିଏସପି ସୂଶ୍ରୀ
‘ଓଡ଼ିଆ କଳାକାରଙ୍କ ସ୍ୱର’ ର ୩ୟ ବାର୍ଷିକ ନିର୍ବାଚନ ପ୍ରକ୍ରିୟା ସମ୍ପୂର୍ଣ
ଭୁବନେଶ୍ୱର: ଓଡ଼ିଶାର ଆଗଧାଡିର ସଂଗଠନ ଓଡ଼ିଆ କଳାକାରଙ୍କ ସ୍ୱର (OKS) ର ୩ୟ ବାର୍ଷିକ ନିର୍ବାଚନ ପ୍ରକ୍ରିୟା ଆନୁଷ୍ଠାନିକ ଭାବେ ସମ୍ପୂର୍ଣ ହୋଇଛି ।ଏହି ପ୍ରକ୍ରିୟାରେ OKS
ଚାଚେରୀ ଖିଆକୁ ବାହାରିଲେ ମା’ଭଗବତୀ
ଏଥରଗ୍ରହଣ ଯୋଗୁଁ ଚତୁର୍ଦ୍ଦଶୀରେ ହେବ ବାପଘର ପଖାଳ ଖିଆ । ଚିଲିକା,୨।୩: ଉତ୍କଳରେ ଦୋଳଗୋବିନ୍ଦ ପାଇଁ ଦୋଳପର୍ବ ହୋଇଥିବା ବେଳେ ଶକ୍ତିପୀଠ ବାଣପୁରରେ ମା' ଭଗବତୀଙ୍କ ଚ଼ାଚ଼େରୀଖିଆ
Politics
ନାଚୁଣୀ ମହାବିଦ୍ୟାଳୟରେ ଉଦ୍ୟାନ କୃଷିର ସଫଳ ପ୍ରୟୋଗ ସମ୍ବନ୍ଧୀୟ ଆଲୋଚନା ଚ଼କ୍ର