ଭୁବନେଶ୍ୱ: ଭୁବନେଶ୍ୱରସ୍ଥ ଗୁରୁ କେଳୁଚରଣ ମହାପାତ୍ର ଓଡିଶୀ ରିସର୍ଚ୍ଚ ସେଣ୍ଟର,ପ୍ରେଖ୍ୟାଳୟ ଠାରେ ଆଜି ଦିନ ୧୦ ଟାରୁ ରାତ୍ରି ୧୦ ଟା ପର୍ୟ୍ୟନ୍ତ ବିଭିନ୍ନ ପର୍ୟ୍ୟାୟରେ ” ସାହିତ୍ୟ, ସଂଗୀତ ଓ ନୃତ୍ୟର ସମ୍ମିଳିତ ମନ୍ତ୍ରମୁଗ୍ଧ ପ୍ରଦର୍ଶନ ସହ ସାତ ଜଣ ଅନନ୍ୟ ପ୍ରତିଭାଙ୍କୁ ସମ୍ମାନିତ କରାଯାଇଥିଲା କ୍ଷ ପୂର୍ବାହ୍ନରେ ଗୋପାଳକୃଷ୍ଣ କବିତା ଆସର,” କାର୍ୟ୍ୟକ୍ରମ ଓ ଅପରାହ୍ନରେ ଅନେକ ପ୍ରତିଷ୍ଠିତ ନବ ଓ ଯୁବ ପ୍ରତିଭା ଓଡିଶୀ,ସମେତ କଥକ, ଛଉ, ସମ୍ବଲପୁରୀ,ଆଦି ବିଭିନ୍ନ ଶାସ୍ତ୍ରୀୟ ନୃତ୍ୟ ଓ ବାଦ୍ୟ ସଂଗୀତ ପରିବେଷଣ”, କରିଥିଲେ କ୍ଷ ସନ୍ଧ୍ୟା ଅଧିବେଶନ ରେ ପ୍ରତିଷ୍ଠିତ ସଂଗୀତ ଗୁରୁ ଶାସ୍ତ୍ରୀୟ ସଂଗୀତ, ମର୍ଦଳ ବାଦନ ସହ ଲବ୍ଧ ପ୍ରସ୍ତିସ୍ଥିତ ନୃତ୍ୟ ଗୁରୁ ମାନେ ନୃତ୍ୟ ପରିବେଷଣ କରି ଦର୍ଶକ ଙ୍କ ମନ ମୋହ ଥିଲେ ” କ୍ଷ ମୁଖ୍ୟ ଆୟୋଜକ ଗୁରୁପଦ ବଳିୟାରସିଂ ଙ୍କ ସଂଯୋଜନା ରେ ଅନୁଷ୍ଠିତ ସମ୍ବର୍ଦ୍ଧନା ଉତ୍ସବରେ ଶିଳ୍ପୀଗୁରୁ ରଘୁନାଥ ମହାପାତ୍ର ସ୍ମୃତି ସମ୍ମାନ” ଓ “କଳାବୃତ୍ତି ସମ୍ମାନ ପ୍ରଦାନ” କରାଯାଇଥିଲା କ୍ଷ “ଗୋକୁଳ ଗୁରୁକୁଳ ଫାଉଣ୍ଡେସନ” ଶାସ୍ତ୍ରୀୟ ନୃତ୍ୟ, ସଂଗୀତ, ଭାଷା, କଳା ସଂସ୍କୃତିର ପ୍ରଚାର ପ୍ରସାର ତଥା ଉନ୍ନତି କ୍ଷେତ୍ରରେ ଏକ ଅଗ୍ରଣୀ ଅନୁଷ୍ଠାନ ଭାବେ ସର୍ବଦା ଚେଷ୍ଟିତ କ୍ଷ ଏ କାର୍ୟ୍ୟକ୍ରମ ଏ କ୍ଷେତ୍ରରେ ଏକ ଛୋଟ ପ୍ରୟାସ କ୍ଷ ପୂର୍ବାହ୍ନର ଗୋପାଳ କୃଷ୍ଣ କବିତା ଆସରରେ ଅନେକ ପ୍ରତିଷ୍ଠିତ ଓ ନବପ୍ରତିଭାବାନ କବି ଓ ଲେଖକ ଲେଖିକା ତାଙ୍କର କବିତା ପାଠ କରି ରସମୃତ ସାରସ୍ୱତ ପରିବେଶ ସୃଷ୍ଟି କରିଥିଲେ କ୍ଷ ଅତିଥି ରୂପେ ପଦ୍ମଶ୍ରୀ ଡ଼.କୁମକୁମ ମହାନ୍ତି,ସଂସ୍କୃତି ଗବେଷକ ପ୍ରଫୁଲ୍ଲ ମିଶ୍ର, ଶକୁନ୍ତଳା ବଳିୟାରସିଂ,ଆଦି ଉପସ୍ଥିତ ରହି ସମ୍ବର୍ଦ୍ଧନା ପ୍ରଦାନ କରିଥିଲେ କ୍ଷ ବିଭିନ୍ନ ପର୍ୟ୍ୟୟରେ ସମ୍ବର୍ଦ୍ଧନା ପ୍ରଦାନ କରାଯାଇ ଥିଲା କ୍ଷ ପ୍ରସିଦ୍ଧ ମର୍ଦଳ ଗୁରୁ ସଚ୍ଚିଦାନନ୍ଦ ଦାସଙ୍କୁ କଲାବୃତ୍ତି ସଂଗୀତ ସମ୍ମାନ, ଓଡିଶୀ ଗୁରୁ ବିଚିତ୍ରଣନ୍ଦ ସ୍ୱାଇଁଙ୍କୁ କଲାବୃତ୍ତି ନୃତ୍ୟ ସମ୍ମାନ, ପାଲା ଗାୟକ ବିଦ୍ୟାଭୂଷଣ ରମାକାନ୍ତ ମିଶ୍ରଙ୍କୁ ଗୋକୁଳାନନ୍ଦ ସ୍ମୃତି ସମ୍ମାନ, କବି ଡ଼. ରକ୍ଷକ ନାୟକଙ୍କୁ ଗୋପାଳକୃଷ୍ଣ ସ୍ମୃତି ସମ୍ମାନ, ସାମ୍ବାଦିକ ବିମଲ କୃଷ୍ଣ ଥମ୍ବଙ୍କୁ ସାମ୍ବାଦିକ ତ୍ରିବ୍ରିକ୍ରମ ସ୍ମୃତି ସମ୍ମାନ, ବିଶିଷ୍ଟ ଗାୟିକା ସୁଶ୍ରୀ ସଂଗୀତା ଗୋସାଇଁ, ପ୍ରସିଦ୍ଧ ଓଡିଶୀ ନୃତ୍ୟ ଗୁରୁ ଡ଼ ସ୍ନେହାପ୍ରଭା ସାମନ୍ତରାୟ,ପ୍ରତିଷ୍ଠିତ ଭାସ୍କର୍ୟ୍ୟ ଶିଳ୍ପୀ ଜୟନ୍ତ କୁମାର ଦାସଙ୍କୁ ଶିଳ୍ପୀଗୁରୁ ଡ଼. ରଘୁନାଥ ସ୍ମୃତି ସମ୍ମାନ ପ୍ରଦାନ କରାଯାଇଥିଲା କ୍ଷ ରଘୁନାଥ ସ୍ମୃତି ସାଂସଦର ପ୍ରସନ୍ନ ବିଷୋୟୀ, ତାରାକାନ୍ତ ପରିଡା,ସନ୍ତୋଷ ସେନାପତି, ମକ୍ଷଲା ଜେନା ଆଦି ଉପସ୍ଥିତ ରହି ସମ୍ବର୍ଦ୍ଧନା ପ୍ରଦାନ କରିଥିଲେ କ୍ଷ
ସାହିତ୍ୟ, ନୃତ୍ୟ ସଂଗୀତ, ଐତିହ୍ୟର ସମ୍ମିଳିତ ମଞ୍ଚ କଲାବୃତ୍ତିରେ ସ୍ମୃତି ସମ୍ମାନ ପ୍ରଦାନ
Social Share On:
Utkal Bulletin Is Now On WhatsApp Join And Get Latest News Updates Delivered To You Via WhatsApp
Social Share On:
Related News
ମ.ରାମପୁର ସବ୍ ରେଜିଷ୍ଟର ଅଧିକାରୀଙ୍କ ନାମରେ ମାତ୍ରାଧିକ ବେଞ୍ଚ ମାର୍କ ମୂଲ୍ୟ ଦାବୀ ନେଇ ଅଭିଯୋଗ
କଳାହାଣ୍ଡି,୧୪।୩(ପ୍ୟାରିଲାଲ ଦୁର୍ଗା ଙ୍କ ରିପୋର୍ଟ)କଳାହାଣ୍ଡି ଜିଲ୍ଲା, ମ.ରାମପୁର ସବ୍ ରେଜିଷ୍ଟର ସୌଦାମିନି ମାଝି ଜମି ରେଜିଷ୍ଟ୍ରେସନ୍ ବାବଦକୁ ସରକାର ଙ୍କ ନିୟମ ଉଲଂଘନ କରି ନିଜ ମନ
ଚିତାବାଘ ର ନଖ ଜବତ ତିନି ଯୁବକ ଗିରଫ ଓ କୋର୍ଟ ଚାଲାଣ
କଳାହାଣ୍ଡି,୧୪|୩(ପ୍ୟାରିଲାଲ ଦୁର୍ଗା ଙ୍କ ରିପୋର୍ଟ):ବେଆଇନ ଭାବେ ବନ୍ୟଜନ୍ତୁ ଙ୍କ ର ଶିକାର କରି ବ୍ୟବସାୟ ଚାଲୁଥିବା ସମ୍ପର୍କରେ କୌଣସି ସୂତ୍ରରୁ ସୂଚନା ପାଇ କଳାହାଣ୍ଡି ଉତ୍ତର ବନଖଣ୍ଡ
ସଶକ୍ତ ଓଡିଶା ପକ୍ଷରୁ ବିଶ୍ୱ ମହିଳା ଦିବସ ଅନୁଷ୍ଠିତ
ଭୁବନେଶ୍ୱର, 08/03/ 26: ସାମାଜିକ ଅନୁଷ୍ଠାନ "ସଶକ୍ତ ଓଡିଶା"ପକ୍ଷରୁ ସ୍ଥାନୀୟ ସିଆରପି ସ୍ଥିତ କାର୍ଯ୍ୟାଳୟ ଠାରେ "ବିଶ୍ୱ ମହିଳା ଦିବସ -2026 ଆବାହକ ବିଜୟ କୁମାର ପ୍ରଧାନଙ୍କ
ଆନ୍ତର୍ଜାତୀୟ ମହିଳା ଦିବସ ଉପଲକ୍ଷେ ନାଟକ ‘ଖାଣ୍ଟି ସୁନା’
ଚିଲିକା: ଆନ୍ତର୍ଜାତୀୟ ମହିଳା ଦିବସ ପାଳନ ଅବସରରେ ବାଲୁଗାଁସ୍ଥିତ ମା' ଭଗବତୀ କଳା ନିକେତନ ର ଓଡ଼ିଆ ଅସ୍ମିତା ଉପରେ ଆଧାରିତ ନାଟକ "ଖାଣ୍ଟି ସୁନା" ଗୈ।ରୀ
ବିଶ୍ଵ ମହିଳା ଦିବସକୁ ନେଇ ଏସବିଆଇ, ରାମଜୀ ଫାଉଣ୍ଡେସନ ତରଫରୁ ଜରାୟୁ କର୍କଟ ରୋଗ ସଚେତନତା ଶିବିର
କଳାହାଣ୍ଡି,୮|୩(ପ୍ୟାରିଲାଲ ଦୁର୍ଗା ଙ୍କ ରିପୋର୍ଟ): ଆଜି ସାରା ବିଶ୍ୱରେ ବିଶ୍ୱ ମହିଳା ଦିବସ ପାଳନ କରୁଥିବା ବେଳେ କଳାହାଣ୍ଡି ଜ଼ିଲ୍ଲା କେସିଙ୍ଗା ଠାରେ ଏସବିଆଇ ଓ ରାମଜୀ
ଧର୍ମଗଡ ତାଳୁକ ଆଇନ ସେବା ସମିତି ତରଫରୁ ବିଶ୍ୱ ମହିଳା ଦିବସ ପାଳିତ
କଳାହାଣ୍ଡି,୮|୩(ପ୍ୟାରିଲାଲ ଦୁର୍ଗା ଙ୍କ ରିପୋର୍ଟ): କଳାହାଣ୍ଡି ଜ଼ିଲ୍ଲା ଧର୍ମଗଡ଼ ତାଲୁକ ଆଇନ ସେବା ସମିତି ଦ୍ବାରା ଅତିରିକ୍ତ ଜିଲ୍ଲା ଜର୍ଜ ତଥା ତାଲୁକ ଆଇନ ସେବା ସମିତିର
ବିଶ୍ୱ ମହିଳା ଦିବସ ଅବସରରେ – “ସମାଜସେବାରେ ସମିତା”
ଅଦ୍ୟମ ଇଚ୍ଛାଶକ୍ତି, ନିଷ୍ଠା, ଏକାଗ୍ରତା । ଅଧ୍ୟ୍ୟବସାୟ ଆଗରେ କୌଣସି ପ୍ରତିବନ୍ଧକ ବି ହାର ମାନିଥାଏ। ଜୀବନର ସଂଘର୍ଷର ବହୁ ଘାତ ପ୍ରତିଘାତ ମଧ୍ୟରେ ଗତି କରି
ଇନ୍ଦିରା ଗାନ୍ଧୀ ଜାତୀୟ ମୁକ୍ତ ବିଶ୍ୱବିଦ୍ୟାଳୟ ସହ-ନିର୍ଦ୍ଦେଶକଙ୍କ ବିଯୋଗ
ଚିଲିକା : ଗତକାଲି ଅପରାହ୍ନ ୫ ଘଟିକା ସମୟରେ ଇନ୍ଦିରା ଗାନ୍ଧୀ ଜାତୀୟ ମୁକ୍ତ ବିଶ୍ୱବିଦ୍ୟାଳୟ ଭୁବନେଶ୍ୱର ଶାଖାର ପ୍ରାକ୍ତନ୍ ସହ-ନିର୍ଦ୍ଦେଶକ ପ୍ରଦୀପ କୁମାର ରଥଙ୍କ ଭୁବନେଶ୍ୱରସ୍ଥିତ
ପିସ୍ଲିଲି ପ୍ରି-ସ୍କୁଲର ୩ୟ ବାର୍ଷିକ ଉତ୍ସବ ଅନୁଷ୍ଠିତ
ଭୁବନେଶ୍ୱର: ସ୍ଥାନୀୟ ଗୁରୁ କେଳୁଚରଣ ମହାପାତ୍ର ନୃତ୍ୟ ଗବେଷଣା କେନ୍ଦ୍ରଠାରେ ପିସ୍ଲିଲି ପ୍ରି-ସ୍କୁଲର ଡେ-କେୟାର ର ତୃତୀୟ ବାର୍ଷିକ ଉତ୍ସବ ଓ ପୁରସ୍କାର ବିତରଣ ସଂଯୋଜିକା ଆଦ୍ୟାଶାଙ୍କ
ଇଟିପୁର ଆଞ୍ଚଳିକ ସରକାରୀ ଉଚ୍ଚ ବିଦ୍ୟାଳୟରେ ବାର୍ଷିକୋତ୍ସବ ପାଳିତ
ବାଲିଅନ୍ତା,୬|୩: ଭୁବନେଶ୍ୱର ବ୍ଲକ ଅଧିନ ଇଟିପୁର ସ୍ଥିତ ଆଞ୍ଚଳିକ ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ଆଜି ମହାସମାରୋହରେ ବିଦ୍ୟାଳୟର ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି।ବିଦ୍ୟାଳୟର ପ୍ରଧାନଶିକ୍ଷୟିତ୍ରୀ ସନ୍ଧ୍ୟାରାଣୀ
ପ୍ରତାପ ଶାସନ ଡିଗ୍ରୀ କଲେଜରେ ଛାତ୍ରୀମାନଙ୍କ ଆତ୍ମରକ୍ଷା କୌଶଳ ଶିବିର
ବାଲିଅନ୍ତା : ବାଳକାଟୀସ୍ଥିତ ପ୍ରତାପ ଶାସନ ଡିଗ୍ରୀ କଲେଜ ପରିସରରେ ଛାତ୍ରୀମାନଙ୍କ ଆତ୍ମରକ୍ଷା କୌଶଳ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇ ଯାଇଛି । ପ୍ରଥମ ବର୍ଷର 87
ଇଚ୍ଛାପୁରରେ ନୂତନ ମନ୍ଦିର ପ୍ରତିଷ୍ଠା
ଚିଲିକା: ଚିଲିକା ବ୍ଲକ ଅନ୍ତର୍ଗତ ଇଚ୍ଛାପୁର ଗ୍ରାମରେ ଗୁରୁବାର ଦିନ ତାରେଣୀ ଠାକୁରାଣୀଙ୍କ ନୂତନ ମନ୍ଦିର ପ୍ରତିଷ୍ଠା କରାଯିବା ସହ ମା' ଙ୍କ ବିଗ୍ରହ ସ୍ଥାପନ କରାଯାଇଛି
ଧୂମଧାମରେ ହୋଲି ଉତ୍ସବ ପାଳନ
ବାଲିଅନ୍ତା,୫|୩: ରଙ୍ଗର ପର୍ବ ହୋଲି ବାଳକାଟି ଏବଂ ଏହାର ଆଖପାଖ ଅଞ୍ଚଳରେ ଧୁମଧାମ ପାଳନ ହୋଇଯାଇଛି l ଉତ୍ସବମୁଖର ହୋଇଉଠିଥିଲେ ଛୋଟ ପିଲା ଠାରୁ ଆରମ୍ଭ କରି
ଶାସ୍ତ୍ରୀଜି ଶିକ୍ଷା ନିକେତନ ଛାତ୍ରଙ୍କ ପାଣିରେ ବୁଡି ମୃତ୍ୟୁ
ହୋଲି ଖେଳ ହେଲା କାଳ କଳାହାଣ୍ଡି,୬,୩(ପ୍ୟାରିଲାଲ ଦୁର୍ଗା ଙ୍କ ରିପୋର୍ଟ): ବୁଧବାର ଦିନ ହୋଲି ଖେଳ ପାଇଁ ଚାରିଆଡ଼େ ଉତ୍ସବ ମାହୋଲ ଥିବା ବେଳେ ଭବାନୀପାଟଣା ସହରରୁ
ପଲ୍ଲବୀ ନାଟ୍ୟ କଳା ପରିଷଦର ବାର୍ଷିକ ଉତ୍ସବ ଓ ଗୁରୁ ସମ୍ବର୍ଦ୍ଧନା
ଚିଲିକା:ବାଣପୁର-ଚିଲିକା ଅଞ୍ଚଳର ଅଗ୍ରଣୀ ନାଟ୍ୟ ସଂସ୍ଥା ପଲ୍ଲବୀ ନାଟ୍ୟ କଳା , ମଠପୁର ର ୬ଷ୍ଠ ସାମ୍ବତ୍ସରିକ ଉତ୍ସବ ପାଳନ ଅବସରରେ ସାଂସ୍କୃତିକ କ୍ଷେତ୍ରରେ ପାରଦର୍ଶିତା ଅର୍ଜନ
ଟଙ୍କପାଣି ଗ୍ରାମରେ ଦୋଳ ଉତ୍ସବ ପାଳିତ
ବାଲିଅନ୍ତା,୫|୩: ଭୁବନେଶ୍ୱର ଉପକଣ୍ଠ ଟଙ୍କପାଣି ଗ୍ରାମରେ ୨ ଦିନ ଧରି ଦୋଳ ଉତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି l ଦ୍ୱାଦଶରୁ ଚତୁର୍ଦ୍ଦଶୀ ପର୍ଯ୍ୟନ୍ତ ରାତିରେ ସୁସଜ୍ଜିତ ବିମାନରେ
କଳାହାଣ୍ଡି ଜିଲ୍ଲାର ପ୍ରବାଦ ପୁରୁଷ ଦୟାନିଧି ନାଏକଙ୍କ ୧୧୦ତମ ଜନ୍ମଦିନ ପାଳିତ
କଳାହାଣ୍ଡି,୪|୩(ପ୍ୟାରିଲାଲ ଦୁର୍ଗା ଙ୍କ ରିପୋର୍ଟ): କଳାହାଣ୍ଡି ଜିଲ୍ଲାର ପ୍ରବାଦପୁରୁଷ ଓ ବିକାଶର ଅଗ୍ରଦୂତ ଭାବେ ସାରା ରାଜ୍ୟରେ ଖ୍ଯାତିଅର୍ଜନ କରିଥିବା ବିଶିଷ୍ଟ ରାଜନୀତିଜ୍ଞ, ସମାଜସେବୀ, ସଂସ୍କାରକ,ମେଧାବୀ, ସର୍ବୋପରି
ଧର୍ମଗଡରେ ନୂତନ ମହିଳା ଡିଏସପି ଆଇପିଏସ ସୂଶ୍ରୀ ଭର୍ଷିଥା ଅଡ଼େପୁ
କଳାହାଣ୍ଡି,୩|୩,(ପ୍ୟାରିଲାଲ ଦୁର୍ଗା): କଳାହାଣ୍ଡି ଜ଼ିଲ୍ଲା ଧର୍ମଗଡ ଉପଖଣ୍ଡ ରେ ନୂତନ ଭାବେ ଯୋଗଦାନ ଦେଲେ ମହିଳା ଆଇପିଏସ ସୂଶ୍ରୀ ଭର୍ଷିଥା ଅଡେପୂ | ମହିଳା ଡିଏସପି ସୂଶ୍ରୀ
‘ଓଡ଼ିଆ କଳାକାରଙ୍କ ସ୍ୱର’ ର ୩ୟ ବାର୍ଷିକ ନିର୍ବାଚନ ପ୍ରକ୍ରିୟା ସମ୍ପୂର୍ଣ
ଭୁବନେଶ୍ୱର: ଓଡ଼ିଶାର ଆଗଧାଡିର ସଂଗଠନ ଓଡ଼ିଆ କଳାକାରଙ୍କ ସ୍ୱର (OKS) ର ୩ୟ ବାର୍ଷିକ ନିର୍ବାଚନ ପ୍ରକ୍ରିୟା ଆନୁଷ୍ଠାନିକ ଭାବେ ସମ୍ପୂର୍ଣ ହୋଇଛି ।ଏହି ପ୍ରକ୍ରିୟାରେ OKS
ଚାଚେରୀ ଖିଆକୁ ବାହାରିଲେ ମା’ଭଗବତୀ
ଏଥରଗ୍ରହଣ ଯୋଗୁଁ ଚତୁର୍ଦ୍ଦଶୀରେ ହେବ ବାପଘର ପଖାଳ ଖିଆ । ଚିଲିକା,୨।୩: ଉତ୍କଳରେ ଦୋଳଗୋବିନ୍ଦ ପାଇଁ ଦୋଳପର୍ବ ହୋଇଥିବା ବେଳେ ଶକ୍ତିପୀଠ ବାଣପୁରରେ ମା' ଭଗବତୀଙ୍କ ଚ଼ାଚ଼େରୀଖିଆ
Politics
ନାଚୁଣୀ ମହାବିଦ୍ୟାଳୟରେ ଉଦ୍ୟାନ କୃଷିର ସଫଳ ପ୍ରୟୋଗ ସମ୍ବନ୍ଧୀୟ ଆଲୋଚନା ଚ଼କ୍ର
ବାଲୁଗାଁ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଳିତ ହେଲା ୮୦ତମ ସ୍ୱାଧୀନତା ଦିବସ
Entertainment
ବୋଲଗଡ଼ରେ ମଣ୍ଡଳସ୍ତରୀୟ ସୁରଭି ଅନୁଷ୍ଠିତ
ଡାକ୍ତର ଅଶୋକ ମହାପାତ୍ରଙ୍କୁ ଶ୍ରଦ୍ଧାଞ୍ଜଳି