ଭୁବନେଶ୍ୱର: ପୂର୍ବତନ ଅଧ୍ୟକ୍ଷ ପ୍ରଫେସର ରାଧା ଚରଣ ଦାଶ ସ୍ମରଣୀକା ବତ୍ରୁତାମାଳ।ର ଦ୍ଵିତୀୟ ସଂସ୍କରଣ ବିଷୟବସ୍ତୁ ଭାରତୀୟ ଜ୍ଞାନ ପଦ୍ଧତି ଏବଂ ରାଷ୍ଟ୍ରୀୟ ଶିକ୍ଷା ନୀତି -୨୦୨୦ଉପରେ ଆଧାରିତ ଏକବିଂଶ ଶତାବ୍ଦୀରେ ଆଧୁନିକ ଶିକ୍ଷା ବିକାଶ ବ୍ୟବସ୍ଥା ସମ୍ପର୍କରେ ଆଞ୍ଚଳିକ ଶିକ୍ଷା ପ୍ରତିଷ୍ଠାନ ସ୍ଥିତ ସମ୍ମିଳନୀ କକ୍ଷ-୧ ରେ ମହାସମାରୋହରେ ଅନୁଷ୍ଠିତ ହୋଇ ଯାଇଛି। ଏଥିରେ ପ୍ରଫେସର କଲ୍ୟାଣି ସାମନ୍ତରାୟ, ପ୍ରାକ୍ତନ ଇଂରାଜୀ ମୁଖ୍ୟ, ଉତ୍କଳ ବିଶ୍ଵବିଦ୍ୟାଳୟ, ବାଣୀବିହାର, ଭୁବନେଶ୍ୱର ଏବଂ ପ୍ରକାଶ ଚନ୍ଦ୍ର ଅଗ୍ରୱାଲ, ଅଧ୍ୟକ୍ଷ, ଆଞ୍ଚଳିକ ଶିକ୍ଷା ପ୍ରତିଷ୍ଠାନ, ଭୁବନେଶ୍ୱର ଯଥାକ୍ରମେ ମୁଖ୍ୟ ଅତିଥି ଏବଂ ସମ୍ମାନିତ ଅତିଥି ଭାବରେ ଯୋଗଦାନ କରିଥିଲେ। ସର୍ଵ ପ୍ରଥମେ ଭାରତୀୟ ପୂଜ୍ୟ ପୂଜା ସୁରକ୍ଷା ପରମ୍ପରା ଅନୁଯାୟୀ ଅତିଥି,ପୁରାତନ ଛାତ୍ରଛାତ୍ରୀ ସଙ୍ଗଠନ ର କାର୍ଯ୍ୟ ନିର୍ବାହି ସଦସ୍ୟ ଓ ଦାଶ ପରିବାରଙ୍କ ଉପସ୍ଥିତ ରେ ଦୀପ ପ୍ରଜ୍ଵଳନ, ମାଲ୍ୟାର୍ପଣ ଏବଂ ଗୁରୁ ବନ୍ଦନା ପରେ କାର୍ଯ୍ୟକ୍ରମ ର ଶୁଭାରମ୍ଭ ହୋଇଥିଲା।ଏହି କାର୍ଯ୍ୟକ୍ରମ ରେ ଯୋଗଦେଇଥିବା ବହୁ ବିଶିଷ୍ଟ ଶିକ୍ଷାବିତ ପ୍ରଫେସର ଦାଶଙ୍କ ଫୋଟଚିତ୍ରରେ ପୁଷ୍ପାଞ୍ଜଳି ଅର୍ପଣ କରିଥିଲେ । ଆଞ୍ଚଳିକ ଶିକ୍ଷା ପ୍ରତିଷ୍ଠାନ ସ୍ଥିତ ପୁରାତନ ଛାତ୍ରଛାତ୍ରୀ ସଂଗଠନ ପକ୍ଷରୁ ସଭାପତି ପ୍ରଫେସର ହାଡ଼ି ବନ୍ଧୁ ପଟ୍ଟନାୟକ ଅତିଥି ପରିଚୟ ପ୍ରଦାନ ସହିତ ସମସ୍ତ ଅଗନ୍ତୁକମାନକୁ ସ୍ୱାଗତ କରିଥିଲେ ।
ପ୍ରଥମେ ପ୍ରଫେସର ଦାଶ ଙ୍କ ପୁତ୍ରବଧୁ ଶ୍ରୀମତୀ ମୋନିକା ଦାଶ ସ୍ମୃତି ଚାରଣ ସହ ପ୍ରଫେସର ଦାଶ ଙ୍କ ପ୍ରଶାସନିକ ଶୈଳୀ ସମ୍ବନ୍ଧରେ ବକ୍ତବ୍ୟ ପ୍ରଦାନ କରିଥିଲେ।
ସମ୍ମାନିତ ଅତିଥି ପ୍ରଫେସର ପ୍ରକାଶ ଚନ୍ଦ୍ର ଅଗ୍ରୱାଲ, ରାଷ୍ଟ୍ରୀୟ ଶିକ୍ଷା ନୀତି-୨୦୨୦ ସୁପ୍ରଭାବ ଏବଂ ଆଧୁନିକ ଶିକ୍ଷା ବ୍ୟବସ୍ଥା ରେ ଏହାର ପ୍ରଭାବ, ନୈତିକ ଶିକ୍ଷା ପ୍ରଚଳନ ରେ ଏହାର ଆବଶ୍ୟକତା ର ମୁଖ୍ୟାଂସ ବିସ୍ତ୍ରୁତ ଭାବରେ ଉପସ୍ଥାପନ କରିଥିଲେ।
ମୁଖ୍ୟବକ୍ତା ପ୍ରଫେସର କଲ୍ୟାଣି ସାମନ୍ତରାୟ ଭାରତୀୟ ଜ୍ଞାନ ପଦ୍ଧତି ଏବଂ ରାଷ୍ଟ୍ରୀୟ ଶିକ୍ଷା ନୀତି ୨୦୨୦ ରେ ଆଧୁନିକ ଶିକ୍ଷା ବ୍ୟବସ୍ଥା, ଏହାର ଉପଯୋଗୀତା ସମ୍ପର୍କରେ ଉଚକୋଟି ର ଶିକ୍ଷଣୀୟ ବିଚାର ଉପସ୍ଥାପନ କରିଥିଲେ। ପ୍ରତିଭାଗୀ ମନେ ଅତ୍ୟନ୍ତ ଉତ୍ସାହିତ ହୋଇ ମୁଖ୍ୟ ବକ୍ତା ଙ୍କ ସହିତ ପ୍ରଶ୍ନ ଉତ୍ତର ମାଧ୍ୟମରେ ଜ୍ଞାନ ର ଆଦାନ ପ୍ରଦାନ କରିଥିଲେ।
ସୁଭାଷ ଚନ୍ଦ୍ର ଚୌଧୁରୀ ଏବଂ ବାଳ ମକୁନ୍ଦ ନାୟକ ପ୍ରଫେସର ଦାଶ ଙ୍କ ଛାତ୍ର ବତ୍ସଳତା ଏବଂ ପ୍ରଶାସନିକ ଶୈଳି ଅତ୍ୟନ୍ତ ଉଚକୋଟି ର ଏବଂ ମହାନ ବ୍ୟକ୍ତିତ୍ବ ସମ୍ବନ୍ଧରେ ସ୍ମୃତି ଚାରଣ କରିଥିଲେ।
ଏହି ପବିତ୍ର କାର୍ଯ୍ୟକ୍ରମ ରେ ପୁରାତନ ଛାତ୍ର ସଙ୍ଗଠନ ର କର୍ମକର୍ତ୍ତା ଓ କାର୍ଯ୍ୟନିର୍ବାହି ସଦସ୍ୟ ଯଥାକ୍ରମେ ଡ଼. ନିରଞ୍ଜନ ପାଢ଼ୀ, ଵିଜୟ କୁମାର ରାଉତ, ପ୍ରତାପ ନାୟକ,ଜ୍ୟୋସ୍ନା ଦାଶ, ଚକ୍ରଧର ଦାଶ, ସୁଭାଷ ଚନ୍ଦ୍ର ଚୌଧୁରୀ,ବିଭୁତି ଭୂଷଣ ମିଶ୍ର, ଧ୍ରୁବନନ୍ଦ ବେହେରା, ପ୍ରତାପ କୁମାର ପରିଡା ଏବଂ ଉପଦେଷ୍ଟା ମଣ୍ଡଳୀ ସଦସ୍ୟ ପ୍ରଫେସର ଦୁର୍ଯ୍ୟୋଧନ ପରିଡା,ପସନ୍ନ କୁମାର ଭଞ , ପ୍ରଦୀପ କୁମାର ବେହେରା ଓ ସକ୍ରିୟ ସଭ୍ୟ ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ରବୀନ୍ଦ୍ର କୁମାର ମହାନ୍ତି, ବାଳ ମକୁନ୍ଦ ନାୟକ ପ୍ରତ୍ୟକ୍ଷ ଭାବେ କାର୍ଯ୍ୟ ନିର୍ବାହ ରେ ସହାୟତା କରିଥିଲେ।
କାର୍ଯ୍ୟକ୍ରମ ସଫଳତା ରେ ଆଞ୍ଚଳିକ ଶିକ୍ଷା ପ୍ରତିଷ୍ଠାନ ର ସମସ୍ତ କର୍ମଚାରୀ ଏବଂ ଅଧ୍ୟାପକ ମାନଙ୍କ ପ୍ରେରଣା ଏବଂ ଯୋଗଦାନ ପ୍ରଶଂସନୀୟ।ବିଶେଷ କରି ପ୍ରଫେସର ଲଷ୍ମୀଧର ବେହେରା,ପ୍ରଫେସର ରିତାଞ୍ଜଳି ଦାଶ, ପ୍ରଫେସର ରମା କାନ୍ତ ମହାଳିକ ଏବଂ ପ୍ରତିଷ୍ଠାନ ର ସମସ୍ତ ଏମ.ଏଡ଼ ଛାତ୍ରଛାତ୍ରୀ ଙ୍କ ସହିତ ମିଜରାମ ଶିକ୍ଷା ପର୍ଯ୍ୟଟନ ରେ ଯୋଗଦେଇଥିବା ସମସ୍ତ ଛାତ୍ର ଛାତ୍ରୀ ଗଣ ଏହି ଶିକ୍ଷଣୀୟ କାର୍ଯ୍ୟକ୍ରମ ଯୋଗ ଦେଇ ଲାଭନୀତ୍ବ ହୋଇଥିଲେ l ଉଦୟ ଭାନୁ ଦାଶ, ପୁତ୍ରବଧୁ ମୋନିକା ଦାଶ, ଜା ମା ତା ସୁରେଶ ଚନ୍ଦ୍ର ମିଶ୍ର, କନ୍ୟା ରଚିତା ମିଶ୍ର, ସଞ୍ଜିତା ଦାଶ ଏବଂ ପୁତୁରା ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ଛନ୍ଦା ଚରଣ ଦାଶ ସକ୍ରିୟ ଅଂଶ ଗ୍ରହଣ କରିଥିଲେ।
ପରିବାର ତରଫରୁ ମୁଖ୍ୟ ଅତିଥି ଏବଂ ସମ୍ମାନିତ ଅତିଥି ଙ୍କୁ ସ୍ମାରକ ବସ୍ତୁ ଉପହାର ପ୍ରଦାନ କରାଯାଇଥିଲା।
ରାଷ୍ଟ୍ରପତି ପୁରସ୍କୃତ ଏବଂ ପୁରାତନ ଛାତ୍ର ସଙ୍ଗଠନ ର ଯୁଗ୍ମ ସମ୍ପାଦକ ଶ୍ରୀ ସୁଭାଷ ଚନ୍ଦ୍ର ରାଉତ ମଞ୍ଚ ପରିଚାଳନା କରିଥିଲେ।
ସମ୍ପାଦକ ରମେଶ ଚନ୍ଦ୍ର ପାତାଳ ସିଂହ ଉପସ୍ଥିତ ସମସ୍ତ ସଦସ୍ୟ ଙ୍କ ପ୍ରତି କୃତଜ୍ଞତା ଜ୍ଞାପନ ସହ ଧନ୍ୟବାଦ ଅର୍ପଣ କରିଥିଲେ।
ରାଷ୍ଟ୍ର ଗାନ ପରେ ସଭାପତି ପ୍ରଫେସର ହାଡ଼ି ବନ୍ଧୁ ପଟ୍ଟନାୟକ ସଭା ସାଙ୍ଗ କରିଥିଲେ
ଆଞ୍ଚଳିକ ଶିକ୍ଷା ପ୍ରତିଷ୍ଠାନର ଦ୍ଵିତୀୟ ସ୍ମରଣୀକା ବତ୍ରୁତାମାଳା ଅନୁଷ୍ଠିତ

Social Share On:

Utkal Bulletin Is Now On WhatsApp Join And Get Latest News Updates Delivered To You Via WhatsApp
Social Share On:
Related News
ରାଜନେତା ଓ କାର୍ପୋରେଟଜଗତ ର ବାସ୍ତବ ଚିତ୍ର ହେଉଛି “ପରାଗ’
ଭୁବନେଶ୍ୱର: ସ୍ଥାନୀୟ ଭଞ୍ଜକଳାମଣ୍ଡପ ଠାରେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ, ଓଡିଶା ସଂଗୀତ ଏକାଡେମୀ ଓ ଓଡିଶା ନାଟ୍ୟ ସଙ୍ଘର ମିଳିତ ଆନୁକୂଲ୍ୟରେ ସାମାଜିକ ନାଟକ "ପରାଗ "ମଞ୍ଚସ୍ଥ ହୋଇଯାଇଛି l ନାଟ୍ୟକାର ସୁବାଷ ପଣ୍ଡାଙ୍କ ରଚିତ ତଥା
ବଲାଙ୍ଗିର ଜିଲ୍ଲା ସାମ୍ବାଦିକ ସଂଘ ବିଭିନ୍ନ ଦାବିରେ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର
ବଲାଙ୍ଗିର: ବଲାଙ୍ଗିର ସାମ୍ବାଦିକ ସୁରକ୍ଷା ଆଇନ ତଥା ବିଭିନ୍ନ ଦାବିରେ ବଲାଙ୍ଗୀର ଜିଲ୍ଲା ପେଶାଦାର ସାମ୍ବାଦିକ ସଂଘ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଅତିରିକ୍ତ ଜିଲ୍ଲାପାଳ ପବିତ୍ର ମୋହନ ବେହେରାଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଛି । ଉତ୍କଳ ସାମ୍ବାଦିକ ସଂଘ ରାଜ୍ୟ
କୁଳମଣି ବିଶ୍ୱାଳଙ୍କ “ପ୍ରେମାର୍ଦ୍ଧଶତକ” ପୁସ୍ତକର ହିନ୍ଦୀ ସଂସ୍କରଣ ଉନ୍ମୋଚିତ
ନୂଆଦିଲ୍ଲୀ: ଓଡ଼ିଆ ଭାଷା ସାହିତ୍ୟକୁ ରୁଦ୍ଧିମନ୍ତ କରିବାପାଇଁ ରୀତିଯୁଗୀୟ ସାହିତ୍ୟିରିତିରେ ଓଡ଼ିଆ କବି, ସାହିତ୍ୟିକ, ଲେଖକ, ଚିତ୍ରଶିଳ୍ପୀ ଡ଼ କୁଳମଣି ବିଶ୍ୱାଳଙ୍କ ଦ୍ୱାରା ରଚିତ "ପ୍ରେମାର୍ଦ୍ଧଶତ" କବିତା ପୁସ୍ତକ ହିନ୍ଦୀ ସଙ୍କଳନର ଉନ୍ମୋଚନ ଉତ୍ସବ ସ୍ଥାନୀୟ ଆଇ.ଆଇ.ଏମ.ସି. ସଭାଗୃହଠାରେ ଅନୁଷ୍ଠିତ ହୋଇଯାଇଛି
ଗୋବିନ୍ଦ ସେବାଦଳର କାଉଡିଆ ସେବା
କଲରଙ୍ଗୀଅତା: ପବିତ୍ର ଶ୍ରାବଣ ମାସରେ ପ୍ରଭୁ ଶିବଶଙ୍କର ମୁଣ୍ଡରେ ଜଳଲାଗି କରିବା ପାଇଁ ସାରା ଦେଶରେ କାଉଡ଼ିଆ ମାନେ ଧାଡ଼ିରେ ଯାଇ ଶିବ ମନ୍ଦିର ଅଭିମୁଖେ ଚାଲି ଚାଲି ଯାଉଥିବା ଦେଖିବାକୁ ମିଳୁଛି। କାଉଡିଆମାନେ ନଦୀରୁ ଜଳ ନେଇ ଶିବ ମନ୍ଦିର
ସମକାଳୀନ ଚିତ୍ର ପ୍ରଦର୍ଶନ
ବାଲିଅନ୍ତା: ଶକୁନ୍ତଳା ଆର୍ଟ ଗ୍ୟାଲେରୀ ପକ୍ଷରୁ "ଇନର ଥଟ" ଶିର୍ଷକ ଏକ ଚିତ୍ରକଳା ପ୍ରଦର୍ଶନୀ ଆଜି ପୂର୍ବାହ୍ନ ରେ ଉଦଘାଟିତ ହୋଇଯାଇଛି। ଗ୍ୟାଲେରୀ ନିର୍ଦେଶକ ଜନାର୍ଦ୍ଦନ ପରମଗୁରୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଉତ୍ସବରେ ମୁଖ୍ୟଅତିଥି ରୂପେ ପୁରୀ ଲୋକସଭା ସାଂସଦ ସମ୍ବିତ
ନିର୍ମାଣ ଯୁବ ମହୋତ୍ସବ ୨୦୨୫ ଉଦଯାପିତ
ବାଲିଅନ୍ତା: ବାଳକାଟୀ ର ଅଗ୍ରଣୀ ଶିକ୍ଷାନୁଷ୍ଠାନ ନିର୍ମାଣ ଗ୍ରୁପ୍ ଅଫ୍ ଇନ୍ ଷ୍ଟିଚ୍ୟୁସନ୍ ର ଚଳିତ ବର୍ଷର ନିର୍ମାଣ ଯୁବ ମହୋତ୍ସବ ୨୦୨୫ ଖୁବ୍ ଆଡମ୍ବର ସହକାରେ ଉଦଯାପିତ ହୋଇଯାଇଛି। ନିର୍ମାଣ ଫାଉଣ୍ଡେସନ ଆନୁକୁଲ୍ୟରେ ଆୟୋଜିତ ଏହି ଉତ୍ସବରେ ମୁଖ୍ୟ ଅତିଥି
ଓଡିଶା ଉଦ୍ୟୋଗୀ ପରିବାରର ମାସିକ ବୈଠକ ଅନୁଷ୍ଠିତ
ଭୁବନେଶ୍ୱର: ସ୍ଥାନୀୟ ରସୁଲଗଡ ସ୍ଥିତ ଏସପ୍ଲାନେଡ଼ ଠାରେ ଓଡିଶା ଉଦ୍ୟୋଗୀ ପରିବାରର ମାସିକ ବୈଠକ ଅଧ୍ୟକ୍ଷ ତଥା ବିଶିଷ୍ଟ ଉଦ୍ୟୋଗୀ ଶିବ ନାରାୟଣ ମିଶ୍ରଙ୍କ ସଭାପତିତ୍ବ ଓ ଶ୍ରୀକାନ୍ତ ସାହୁଙ୍କ ସଂଯୋଜନାରେ ଅନୁଷ୍ଠିତ ହୋଇଯାଇଛି l ଉକ୍ତ କାର୍ଯ୍ୟକ୍ରମ ରେ ଓଡିଶା
ଚିତାଲାଗି ଅମାବାସ୍ୟା
ଶ୍ରାବଣ ଅମାବାସ୍ୟା- ଚିତାଲାଗି ଅମାବାସ୍ୟାମହିମା ମଣ୍ଡିତ ପବିତ୍ର ଜଗନ୍ନାଥ ସଂସ୍କୃତି ଏବଂ ଉକôଳୀୟ ପରମ୍ପରାର ଅନନ୍ୟ ନିଦର୍ଶନ ପବିତ୍ର ଚିତାଲାଗି ଅମାବାସ୍ୟା । ବଡ଼ଠାକୁର ଶ୍ରୀବଳଭଦ୍ର, ମହାପ୍ରଭୁ ଶ୍ରୀଜଗନ୍ନାଥ, ଦେବୀ ସୁଭଦ୍ରାଙ୍କ ମସ୍ତକରେ ଶୋଭାପାଉଥିବା ରନô ଖଚିତ ଚିତାଗୁଡ଼ିକୁ ସ୍ନାନପୂର୍ଣ୍ଣିମା ଦିନ
ନାଟକ ରାଜଭୋଗ ମଂଚସ୍ଥ
ଭୁବନେଶ୍ୱର: ପ୍ରାଚୀନ କାଳରୁ ଖାଇବା ପୂର୍ବରୁ ଭଗବାନଙ୍କୁ ଭୋଗ ଅର୍ପଣ କରିବାର ପରମ୍ପରା ରହିଆସିଛି । ମାତ୍ର ଯେତେବେଳେ ରାଜାରାଜୁଡ଼ା ତଥା ଅତ୍ୟାଚାରୀ ମହାରାଜାମାନେ ଶାସନ ଆରମ୍ଭ କଲେ ସେମାନେ ନିଜକୁ ଈଶ୍ୱରଙ୍କ ପ୍ରତିନିଧି ବା ଈଶ୍ୱର ଭାବେ ମନେକଲେ ।
ଶହୀଦ୍ ରଘୁନାଥ ମହାନ୍ତିଙ୍କ ୧୧୬ତମ ଜୟନ୍ତୀ ଅନୁଷ୍ଠିତ
ଭୁବନେଶ୍ୱର: ରଣପୁର ପ୍ରଜା ଆନେ୍ଦାଳନର ନେତୃତ୍ୱ ନେଇ ଶହୀଦ୍ ହୋଇଥିବା ଯୁବ କବି, ବିପ୍ଳବୀ, ସଂଗ୍ରାମୀ ତଥା ନୟାଗଡ଼ ମାଟିର ଅମର ଶହୀଦ୍ ରଘୁନାଥ ମହାନ୍ତିଙ୍କ ୧୧୬ତମ ଜୟନ୍ତୀ ସ୍ଥାନୀୟ ୟୁନିଟ୍ -୯ସ୍ଥିତ ରଘୁ-ଦିବାକରଙ୍କ ପ୍ରତିମୂର୍ତିସ୍ଥଳଠାରେ ପୁଷ୍ପମାଲ୍ୟ ଅର୍ପଣ ସହ ଶ୍ରଦ୍ଧାଞ୍ଜଳି
ମା’ ବାଉତୀ ପୀଠରେ ସଫେଇ କାର୍ଯ୍ୟକ୍ରମ
ଭୁବନ: ଢ଼େଙ୍କାନାଳ ଜିଲ୍ଲା ଭୁବନ ବ୍ଲକ୍ ଅନ୍ତର୍ଗତ ଓଡ଼ିଶ ଗ୍ରାମରେ ଅନୁଷ୍ଠିତ ହୋଇଯାଇଛି ସଫେଇ କାର୍ଯ୍ୟକ୍ରମ ସହ ବୃକ୍ଷରୋପଣ ଅଭିଯାନ। ସାରା ରାଜ୍ୟରେ ବୃକ୍ଷରୋପଣ ଅଭିଯାନ ଆରମ୍ଭ ହୋଇଥିବାବେଳେ ଏହି ଅବସରରେ ଓଡ଼ିଶ ଗ୍ରାମରେ ମଧ୍ୟ ଅନୁରୂପ ବୃକ୍ଷରୋପଣ କାର୍ଯ୍ୟକ୍ରମ କରାଯାଇଛି।
ସରକାର ସମ୍ବେଦନଶୀଳ ହୁଅନ୍ତୁ: ଘରୋଇ ନର୍ସିଂ ବିଦ୍ୟାଳୟ ଓ ମହାବିଦ୍ୟାଳୟ ସଙ୍ଘ
ଭୁବନେଶ୍ୱର: ସ୍ଥାନୀୟ ୟୁନିଟ 9 ସ୍ଥିତ ବୁଦ୍ଧମନ୍ଦିର ପରିସରରେ ଘରୋଇ ନର୍ସିଂ ବିଦ୍ୟାଳୟ ଓ ମହାବିଦ୍ୟାଳୟ ସଙ୍ଘର ବୈଠକ ଅନୁଷ୍ଠିତ ହୋଇଥିଲା l ସଙ୍ଘର ସଭାପତି ଅଜିତ ଦାସ ଓ ସମ୍ପାଦକ ଡ଼ଃ ପ୍ରଦୀପ କୁମାର ବିଶ୍ୱାଳ, କାର୍ଯ୍ୟକାରୀ ସଭ୍ୟା ହିରନମୟ
ଯୁବ ସମାଜସେବୀ ରଞ୍ଜନ ମହାପାତ୍ରଙ୍କୁ ପ୍ରକୃତି ବନ୍ଧୁ ପୁରସ୍କାର
ବାଲିଅନ୍ତା: ମାଆ ପାଇଁ ଗଛଟିଏ 2.o ଅଭିଯାନ ଉପଲକ୍ଷେ ଖୋର୍ଦ୍ଧା ବନଖଣ୍ଡ ଅଧିନସ୍ଥ ବରୁଣେଇ ଶିଆଳିଆ ଠାରେ ଆୟୋଜିତ ବୃକ୍ଷ ରୋପଣ କାର୍ଯ୍ୟକ୍ରମରେ ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ବାଲିଅନ୍ତା ବ୍ଲକ୍ ଯଶୁଆପୁର ଗ୍ରାମର ଯୁବ ସମାଜସେବୀ ରଞ୍ଜନ କୁମାର ମହାପାତ୍ରଙ୍କୁ ସମ୍ମାନ
ପିକକ ପକ୍ଷରୁ ବୃକ୍ଷ ରୋପଣ
ବାଲିଅନ୍ତା: ଅଗ୍ରଣୀ ସ୍ବେଚ୍ଛାସେବୀ ସଂସ୍ଥା ପିପୁଲସ କଲଚରାଲ ସେଣ୍ଟର୍ (ପିକକ୍) ର ଉଦ୍ୟମରେ ବାଲିଅନ୍ତା ବ୍ଲକର ପୁରୋହିତପୁର, ଝିଇଁଣ୍ଟିଶାସନ, ବାଲିଅନ୍ତା ଓ ଜଗନ୍ନାଥପୂର୍ ପଞ୍ଚାୟତର ବିଭିନ୍ନ ସ୍ଥାନରେ ବୃକ୍ଷ ରୋପଣ କାର୍ୟ୍ୟକ୍ରମ ଅନୁଷ୍ଠିତ ହେଲା। ଏହି ଅବସରରେ ଜଗନ୍ନାଥପୁର ପଞ୍ଚାୟତ ସାଇ
ନୂତନ ରେଞ୍ଜ ଅଧିକାରୀଙ୍କୁ ସ୍ବାଗତ ସମ୍ବର୍ଦ୍ଧନା
ବଲାଙ୍ଗୀର: ବଲାଙ୍ଗିର ଜିଲ୍ଲା ଟିଟିଲାଗଡ ଡିଭିଜନ ଅନ୍ତର୍ଗତ ସଇଁନ୍ତଳା କେନ୍ଦୁପତ୍ର ରେଞ୍ଜ ରେ ନୂତନ ଭାବେ ରେଞ୍ଜ ଦାୟିତ୍ବ ଗ୍ରହଣ କରିଥିବା ରେଞ୍ଜ ଅଧିକାରୀ ହେମସାଗାର ସାହୁ ଙ୍କୁ ଆଜି ସଇଁନ୍ତଳା ରେଞ୍ଜ ତରଫରୁ କେନ୍ଦୁପତ୍ର ପତ୍ର ରେଞ୍ଜ ସଭାପତି ପ୍ରଶାନ୍ତ
ଚନ୍ଦନଭାଟି ପେକ୍ସରେ ପ୍ରଥମ ଥର ଲାଗି ଉପଯୁକ୍ତ ମାନ ବହନ କରୁଥିବା ତୈଳ ଜାତୀୟ ବୀଜ କ୍ରୟର ଶୁଭାରମ୍ଭ
ବଲାଙ୍ଗିର: ଓଡିଶା ରାଜ୍ୟ ସମବାୟ ବାଣିଜ୍ୟ ମହାସଂଘ ଲିଃ. ଓ ଆଂଚଳିକ କ୍ଷେତ୍ର ପରିଚାଳକ ମାର୍କଫେଡ଼, ବଲାଙ୍ଗୀରଙ୍କ ଦ୍ୱାରା ବଲାଙ୍ଗୀର ଜିଲ୍ଲାର ଚନ୍ଦନଭାଟି ପେସ୍କରେ ପ୍ରଥମ ଥର ଲାଗି ଉପଯୁକ୍ତ ମାନ ବହନ କରୁଥିବା ତୈଳ ଜାତୀୟ ବୀଜ କ୍ରୟର ଶୁଭାରମ୍ଭ
ମୋବାଇଲ ଚୋରଙ୍କୁ କାବୁ କଲା କଣ୍ଟାବାଞ୍ଜି ରେଲୱେ ଅଟୋ ସଂଘ
ବଲାଙ୍ଗିର: ସ୍ୱତନ୍ତ୍ର ବାର୍ତ୍ତା ବ୍ୟୁରୋ ବଲାଙ୍ଗିର ଜିଲା ର କଣ୍ଟାବାଞ୍ଜି ରେଲୱେ ଷ୍ଟେସନରୁ ମୋବାଇଲ ଚୋରି ଅଭିଯୋଗରେ ତିନି ଅଭିଯୁକ୍ତଙ୍କୁ କାବୁ କରି ଜିଆର୍ପିକୁ ଜିମା ଦେଲେ କଣ୍ଟାବାଞ୍ଜି ରେଲୱେ ଅଟୋ ସଂଘ । ଦିନକୁ ଦିନ କଣ୍ଟାବାଞ୍ଜି ରେଲୱେ ଷ୍ଟେସନରେ
୨୩ ଓ ୨୪ରେ ମାରୱାଡି ମହିଳା ସମିତି ଭୁବନେଶ୍ଵର ପକ୍ଷରୁ ସାଓନ ମେଳା
ଭୁବନେଶ୍ୱର: ମାରୱାଡି ମହିଳା ସମିତି, ଭୁବନେଶ୍ବର ଶାଖା ପକ୍ଷରୁ ଆସନ୍ତା ୨୩ ଓ ୨୪ ଜୁଲାଇରେ ସାନ ମେଳାର ଆୟୋଜନ ହେବାକୁ ଯାଉଅଛି । ଏହି ସମିତି ମହିଳାମାନଙ୍କ ପ୍ରତିଭା ଏବଂ ଉଦ୍ୟୋଗୀ ମନୋଭାବକୁ ପ୍ରଦର୍ଶନ କରିବା ପାଇଁ ଏକ ପ୍ଲାଟଫର୍ମ
ସ୍ୱେଚ୍ଛାସେବୀଙ୍କ ଦ୍ୱାରା ସ୍ୱଚ୍ଛତା ଅଭିଯାନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ
ଭୁବନ: ସାରା ରାଜ୍ୟରେ ବୃକ୍ଷରୋପଣ ଅଭିଯାନ ଚାଲିଥିବାବେଳେ ଏହି ଅବସରରେ ଢ଼େଙ୍କାନାଳ ଜିଲ୍ଲା ଭୁବନ ବ୍ଲକ୍ ଅନ୍ତର୍ଗତ ଓଡ଼ିଶ ଗ୍ରାମପଂଚାୟତରେ ମଧ୍ୟ ସାମାଜିକ ଅନୁଷ୍ଠାନ ଉତ୍କଳ ବୁଲେଟିନ ଚାରିଟେବଲ ଟ୍ରଷ୍ଟ ର ସ୍ୱେଚ୍ଛାସେବୀମାନଙ୍କ ଦ୍ୱାରା ସଫେଇ କାର୍ଯ୍ୟ ସହ ବୃକ୍ଷରୋପଣ କାର୍ଯ୍ୟକ୍ରମ
ଦିଲ୍ଲୀ ପବ୍ଲିକ୍ ସ୍କୁଲରେ ବାହୁଡ଼ାଯାତ୍ରା ଉପଲକ୍ଷେ ସାଂସ୍କୃତିକ କାର୍ଯ୍ୟକ୍ରମ
ଭୁବନେଶ୍ୱର: ଦିଲ୍ଲୀ ପବ୍ଲିକ୍ ସ୍କୁଲର ଶ୍ରେଣୀର୩ ର ଛାତ୍ରଛାତ୍ରୀମାନେ ଅତି ଆନନ୍ଦ ଓ ଭକ୍ତିଭାବରେ ଶ୍ରୀଜଗନ୍ନାଥଙ୍କର ରଥଯାତ୍ରା ଓ ବାହୁଡ଼ାଯାତ୍ରା ଉତ୍ସବ ପାଳନ କରିଛନ୍ତି। ଏହି ଅବସରରେ ଛାତ୍ରଛାତ୍ରୀମାନେ ନିଜ ହସ୍ତରେ କାଗଜ ଓ ରଙ୍ଗିନ କାଗଜରେ ଛୋଟ ରଥ ତିଆରି

Politics

ମନ୍ଦାକିନୀ ବାଣୁଆଁ ବଲାଙ୍ଗୀରର ଯୁବ କଂଗ୍ରେସ ପ୍ରଭାରୀ

ବଲାଙ୍ଗିରର ବିକାଶ ସାରା ରାଜ୍ୟ ଓ ଦେଶର ବିକାଶ: ଧର୍ମେନ୍ଦ୍ର ପ୍ରଧାନ
Entertainment

ବଳଙ୍ଗା ପୀଡିତାଙ୍କ ଶେଷକୃତ୍ୟ ସମ୍ପନ୍ନ
