ବାଲିଅନ୍ତା,୮|୩(ବାଲିଅନ୍ତା,୮|୩():ଜୟଦେବ ନିର୍ବାଚନ ମଣ୍ଡଳୀ ବିଜେଡି ପକ୍ଷରୁ ବାଲିଅନ୍ତା ବ୍ଲକ ଗଡ଼ଶ୍ରୀରାମପୁର ସ୍ଥିତ ଦଳୀୟ କାର୍ଯ୍ୟାଳୟରେ ଆଜି ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ ହୋଇଯାଇଛି l ବାଲିପାଟଣା ବ୍ଲକ ସଭାପତି କିଶୋର ଜେନାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ଜୟଦେବ ବିଧାୟକ ନବକିଶୋର ମଲ୍ଲିକ ଯୋଗଦେଇ ଏହି ଦିବସରେ ମୂଳ ଉଦ୍ଦେଶ୍ୟ ଉପରେ ଆଲୋକପାତ କରିଥିଲେ l ଏଥିରେ ଅନ୍ୟମାନଙ୍କ ମଧ୍ୟରେ “ଆମ ସଂଗଠନ” ଅଧ୍ୟକ୍ଷ କମଳ କୁମାର ପାତ୍ର, ଜିଲ୍ଲା ପରିଷଦ ସଭ୍ୟ ମହେଶ୍ୱର ଦାସ, କୁନମୁନ ଲେଙ୍କା, ଗଙ୍ଗାଧର ମଲ୍ଲିକ, ବାଲିଅନ୍ତା ବ୍ଲକ ଅଧ୍ୟକ୍ଷ ବାସନ୍ତୀ ଖଟୁଆ, ଉପାଧ୍ୟକ୍ଷା ଇତିଶ୍ରୀ ଜେନା, ବ୍ଲକ ସଭାପତି ପ୍ରଦୀପ୍ତ ଜେନାମାଣୀ, ସରପଞ୍ଚ ଅଜିତ ପାତ୍ର, ଭଗବାନ ବେହେରା, ଯୁବନେତା ମାନସ ନାୟକ ସମେତ ୩୩ ଗୋଟି ପଞ୍ଚାୟତର ଜନପ୍ରତିନିଧି ଏବଂ ଶତାଧିକ ମହିଳା ଯୋଗଦେଇଥିଲେ l ଏହି ଅବସରରେ ଉପସ୍ଥିତ ମହିଳାଙ୍କୁ ଶାଢ଼ୀ, ଗୋଲାପ ଫୁଲ ଓ ଚକଲେଟ ବଣ୍ଟନ କରାଯାଇଥିଲା lଜୟଦେବ ନିର୍ବାଚନ ମଣ୍ଡଳୀ ବିଜେଡି ପକ୍ଷରୁ ବାଲିଅନ୍ତା ବ୍ଲକ ଗଡ଼ଶ୍ରୀରାମପୁର ସ୍ଥିତ ଦଳୀୟ କାର୍ଯ୍ୟାଳୟରେ ଆଜି ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ ହୋଇଯାଇଛି l ବାଲିପାଟଣା ବ୍ଲକ ସଭାପତି କିଶୋର ଜେନାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ଜୟଦେବ ବିଧାୟକ ନବକିଶୋର ମଲ୍ଲିକ ଯୋଗଦେଇ ଏହି ଦିବସରେ ମୂଳ ଉଦ୍ଦେଶ୍ୟ ଉପରେ ଆଲୋକପାତ କରିଥିଲେ l ଏଥିରେ ଅନ୍ୟମାନଙ୍କ ମଧ୍ୟରେ “ଆମ ସଂଗଠନ” ଅଧ୍ୟକ୍ଷ କମଳ କୁମାର ପାତ୍ର, ଜିଲ୍ଲା ପରିଷଦ ସଭ୍ୟ ମହେଶ୍ୱର ଦାସ, କୁନମୁନ ଲେଙ୍କା, ଗଙ୍ଗାଧର ମଲ୍ଲିକ, ବାଲିଅନ୍ତା ବ୍ଲକ ଅଧ୍ୟକ୍ଷ ବାସନ୍ତୀ ଖଟୁଆ, ଉପାଧ୍ୟକ୍ଷା ଇତିଶ୍ରୀ ଜେନା, ବ୍ଲକ ସଭାପତି ପ୍ରଦୀପ୍ତ ଜେନାମାଣୀ, ସରପଞ୍ଚ ଅଜିତ ପାତ୍ର, ଭଗବାନ ବେହେରା, ଯୁବନେତା ମାନସ ନାୟକ ସମେତ ୩୩ ଗୋଟି ପଞ୍ଚାୟତର ଜନପ୍ରତିନିଧି ଏବଂ ଶତାଧିକ ମହିଳା ଯୋଗଦେଇଥିଲେ l ଏହି ଅବସରରେ ଉପସ୍ଥିତ ମହିଳାଙ୍କୁ ଶାଢ଼ୀ, ଗୋଲାପ ଫୁଲ ଓ ଚକଲେଟ ବଣ୍ଟନ କରାଯାଇଥିଲା l
Utkal Bulletin Is Now On WhatsApp Join And Get Latest News Updates Delivered To You Via WhatsApp
Social Share On:
Related News
ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ
ବାଲିଅନ୍ତା,୮|୩(ବାଲିଅନ୍ତା,୮|୩():ଜୟଦେବ ନିର୍ବାଚନ ମଣ୍ଡଳୀ ବିଜେଡି ପକ୍ଷରୁ ବାଲିଅନ୍ତା ବ୍ଲକ ଗଡ଼ଶ୍ରୀରାମପୁର ସ୍ଥିତ ଦଳୀୟ କାର୍ଯ୍ୟାଳୟରେ ଆଜି ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ ହୋଇଯାଇଛି l ବାଲିପାଟଣା ବ୍ଲକ ସଭାପତି କିଶୋର ଜେନାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ଜୟଦେବ
ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ
ବାଲିଅନ୍ତା,:ଜୟଦେବ ନିର୍ବାଚନ ମଣ୍ଡଳୀ ବିଜେଡି ପକ୍ଷରୁ ବାଲିଅନ୍ତା ବ୍ଲକ ଗଡ଼ଶ୍ରୀରାମପୁର ସ୍ଥିତ ଦଳୀୟ କାର୍ଯ୍ୟାଳୟରେ ଆଜି ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ ହୋଇଯାଇଛି l ବାଲିପାଟଣା ବ୍ଲକ ସଭାପତି କିଶୋର ଜେନାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ଜୟଦେବ
ଧଉଳି ସାହିତ୍ୟ ସଂସଦର ଆସର ‘ଚିତ୍ରିତ ଚଇତ’ ଅନୁଷ୍ଠିତ
ବାଲିଅନ୍ତା: ଆଜି କୌଶଲ୍ୟାଗଙ୍ଗ ସ୍ଥିତ ସିଫା ପରିସରରେ ଧଉଳି ସାହିତ୍ୟ ସଂସଦର ଏକ ଭବ୍ୟ ସାରସ୍ବତ କାର୍ଯ୍ୟକ୍ରମ ‘ଚିତ୍ରିତ ଚଇତ’ ଅନୁଷ୍ଠିତ ହୋଇଯାଇଛି। ଏହି ସମାରୋହରେ ବରିଷ୍ଠ କବି ଦୁର୍ଗାଚରଣ ଷଡ଼ଙ୍ଗୀ, ଡ. ରଜନୀ ରଞ୍ଜନ ଦାଶ, ସମାଜସେବୀ ହଂସ ଖିମ୍ଜୀ
ଯୁଦ୍ଧ ଲାଗି ମହଙ୍ଗା ହେଲା ଗ୍ୟାସ୍ ସିଲିଣ୍ଡର
ନୂଆଦିଲ୍ଲୀ :ଦିଲ୍ଲୀରେ ୧୮୮୩ ଟଙ୍କା, ମୁମ୍ବାଇରେ ୧୮୩୫ ଟଙ୍କାକୁ ବୃଦ୍ଧି । ଆଜିଠାରୁ ନୂଆ ବର୍ଦ୍ଧିତ ଦର ଲାଗୁ ହୋଇଛି । ତୁରନ୍ତ କାର୍ଯ୍ୟକାରୀ ନୂଆ ମୂଲ୍ୟ ସିଧାସଳଖ ରୋଷେଇ ଘର ବଜେଟ୍ ସହିତ ହୋଟେଲ ଏବଂ ରେଷ୍ଟୁରାନ୍ଟ ଭଳି ବ୍ୟବସାୟ
ଆଜିଠୁ ଦୁଇଦିନ ପ୍ରବଳ ବର୍ଷା
ମାର୍ଚ୍ଚ ଆରମ୍ଭରୁ ରାଜ୍ୟରେ ଗ୍ରାଷ୍ମପ୍ରବାହ ଜାରି ରହିଛି । ସକାଳୁ ପ୍ରବଳ ଖରା ସହ ମଧ୍ୟାହ୍ନରୁ ଝାଞ୍ଜି ପବନ ସାଧାରଣ ଜୀବନଯାତ୍ରାକୁ ପ୍ରଭାବିତ କରୁଛି । ଇତିମଧ୍ୟରେ ପାରଦ ୩୯ ଡିଗ୍ରୀ ଡେଇଁଥିବାବେଳେ ଆଗାମୀ ୩ଦିନ ଆହୁରି ୨ରୁ ୩ ଡିଗ୍ରୀ
Politics
ମନ୍ଦାକିନୀ ବାଣୁଆଁ ବଲାଙ୍ଗୀରର ଯୁବ କଂଗ୍ରେସ ପ୍ରଭାରୀ
ବଲାଙ୍ଗିରର ବିକାଶ ସାରା ରାଜ୍ୟ ଓ ଦେଶର ବିକାଶ: ଧର୍ମେନ୍ଦ୍ର ପ୍ରଧାନ
Entertainment
ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ
ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ
ଧଉଳି ସାହିତ୍ୟ ସଂସଦର ଆସର ‘ଚିତ୍ରିତ ଚଇତ’ ଅନୁଷ୍ଠିତ