ଅହମଦାବାଦ: ଇଣ୍ଡିଆନ ପ୍ରିମିୟର ଲିଗ୍ ୨୦୨୫ର ଫାଇନାଲରେ ସମ୍ମୁଖୀନ ହେବେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଏବଂ ପଞ୍ଜାବ କିଙ୍ଗ୍ସ। ତେଣୁ ୧୮ଶ ସଂସ୍କରଣରେ ଆଇପିଏଲ୍କୁ ମିଳିବ ନୂଆ ବିଜେତା। ବିରାଟ କୋହଲିଙ୍କ ଜର୍ସି ନମ୍ବର ହେଉଛି ୧୮। ପାଖାପାଖି ଦୁଇ ଦଶନ୍ଧି ଧରି ଏହି ତାରକା ବ୍ୟାଟର ହାତରେ ଟ୍ରଫି ଧରିବାକୁ ଅପେକ୍ଷା କରି ରହିଛନ୍ତି। ବିରାଟ କ୍ୟାରିୟରର ୪ର୍ଥ ଆଇପିଏଲ୍ ଫାଇନାଲ ଖେଳିବାକୁ ଯାଉଛନ୍ତି। ନରେନ୍ଦ୍ର ମୋଦି ଷ୍ଟାଡିୟମରେ ହଜାର ହଜାର ଦର୍ଶକଙ୍କୁ ୧୮ ନମ୍ବର ଜର୍ସି ପିନ୍ଧିଥିବା ଦେଖିବାକୁ ମିଳିବ। ପୂର୍ବରୁ ଆରସିବି ୨୦୦୯, ୨୦୧୧ ଓ ୨୦୧୬ରେ ଫାଇନାଲ ଖେଳିଥିଲେ ହେଁ ରନରଅପ୍ରେ ସନ୍ତୁଷ୍ଟ ରହିଥିଲା। ଅନ୍ୟପକ୍ଷରେ ପଞ୍ଜାବ ୨୦୧୪ରେ ରନରଅପ୍ ହୋଇଥିଲା। କୋହଲି ଅନ୍ତର୍ଜାତୀୟ ଟି୨୦ ଓ ଟେଷ୍ଟ କ୍ରିକେଟରୁ ଅବସର ନେଇ ଯାଇଥିବାରୁ ଆଉ ଅଧିକ ସମୟ ପଡ଼ିଆରେ ଦେଖିବାକୁ ମିଳିବେ ନାହିଁ। ତେଣୁ ତାଙ୍କ ଖେଳ ଦେଖିବା ପାଇଁ ଦର୍ଶକଙ୍କ ଭାବାବେଗ ବଢ଼ିବା ସ୍ବାଭାବିକ। କ୍ୱାଲିଫାୟର-୧ରେ ଆରସିବି ୮ ଉଇକେଟରେ ପଞ୍ଜାବ କିଙ୍ଗ୍ସକୁ ପରାସ୍ତ କରିଥିଲା। ତେଣୁ ଦଳଠାରୁ ସେପରି ଆଉଏକ ଶ୍ରେଷ୍ଠ ପ୍ରଦର୍ଶନ ଆଶାରେ ରହିବେ କୋହଲିଙ୍କ ପ୍ରଶଂସକ। ପ୍ରତି ବର୍ଷ ଭଳି କୋହଲି ଚଳିତ ବର୍ଷ ମଧ୍ୟ ପ୍ରଚୁର ରନ ସଂଗ୍ରହ କରିଛନ୍ତି। ବର୍ତ୍ତମାନ ସୁଦ୍ଧା ସେ ୬୧୪ ରନ ସ୍କୋର କରି ଫର୍ମରେ ଥିବାର ପରିଚୟ ଦେଇଛନ୍ତି। ଏହି ସୁପରଷ୍ଟାରଙ୍କ ବ୍ୟତୀତ ଫିଲ୍ ସଲ୍ଟ, ମୟଙ୍କ ଅଗ୍ରଓ୍ବାଲ, ଅଧିନାୟକ ରଜତ ପଟିଦାର ଓ ଜୀତେଶ ଶର୍ମାଙ୍କୁ ନେଇ ଦଳର ବ୍ୟାଟିଂ ଲାଇନ୍ଅପ୍ ବେଶ୍ ଦୃଢ଼ ରହିଛି। ଆହତ ସମସ୍ୟା ଯୋଗୁ ଗତ ୨ଟି ମ୍ୟାଚରେ ଖେଳିପାରି ନ ଥିବା ଟିମ୍ ଡାଭିଡ ଯଦି ଫିଟ୍ ହୁଅନ୍ତି ତେବେ ଡେଥ୍ ଓଭରରେ ସେ ଓ ରୋମାରିଓ ଶେଫର୍ଡ ଦଳକୁ ବହୁ ଫାଇଦାରେ ରଖି ପାରିବେ।
ଇଣ୍ଡିଆନ ପ୍ରିମିୟର ଲିଗ୍ ୨୦୨୫ର ଫାଇନାଲରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଏବଂ ପଞ୍ଜାବ କିଙ୍ଗ୍ସ
Social Share On:
Utkal Bulletin Is Now On WhatsApp Join And Get Latest News Updates Delivered To You Via WhatsApp
Social Share On:
Related News
ତୃତୀୟ ହରପ୍ରିୟା ସାହିତ୍ୟ ଉତ୍ସବ -୨୦୨୬ ଅନୁଷ୍ଠିତ
ବାଲିଅନ୍ତା,୧୫|୩):ବାଲିଅନ୍ତା ବ୍ଲକ ହୀରାପୁର ଗ୍ରାମର ଅଗ୍ରଣୀ ସାମାଜିକ ଅନୁଷ୍ଠାନ ହରପ୍ରିୟା ଫାଉଣ୍ଡେସନ ଟ୍ରଷ୍ଟ ଆନୁକୂଲ୍ୟରେ ତୃତୀୟ ହରପ୍ରିୟା ସାହିତ୍ୟ ଉତ୍ସବ ଶ୍ରୀସୁଦର୍ଶନ ଦାରୁ ଅରଣ୍ୟରେ ଅନୁଷ୍ଠିତ ହୋଇଯାଇଛି l ଟ୍ରଷ୍ଟର ମୁଖ୍ୟ ଦୀନବନ୍ଧୁ ଭୋଇ ସଭାପତିତ୍ବରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ
ଡିଭିଜନାଲ୍ କମିଟି ସଦସ୍ୟ ନକୁଳଙ୍କ ସମେତ ୧୧ ଜଣ ମାଓବାଦୀ ଓଡ଼ିଶା ପୋଲିସ ସମ୍ମୁଖରେ କଲେ ଆତ୍ମସମର୍ପଣ
କଳାହାଣ୍ଡି,୧୫|୩(ପ୍ୟାରିଲାଲ ଦୁର୍ଗା ଙ୍କ ରିପୋର୍ଟ):ରାଜ୍ୟରେ ମାଓ ବିରୋଧୀ ପ୍ରୟାସକୁ ଏକ ବଡ଼ ଉତ୍ସାହ ପ୍ରଦାନ କରି, ୧୧ ଜଣ କଠୋର ମାଓବାଦୀ ଆନୁଷ୍ଠାନିକ ଭାବରେ ଶ୍ରୀ ୱାଇ.ବି. ଖୁରାନିଆ, ଡିଜିପି ଓଡ଼ିଶା, ଶ୍ରୀ ସଞ୍ଜିବ ପଣ୍ଡା, ଆଇପିଏସ୍, ଏଡିଜି (ନକ୍ସଲ ବିରୋଧୀ
ଧୂଆଁଳ ପ୍ରାଥମିକ ବିଦ୍ୟାଳୟ ଠାରେ ନବ ଭାରତ ସାକ୍ଷରତା କାର୍ଯ୍ୟକ୍ରମ ‘ଉଲ୍ଲାସ’
ଚିଲିକା : ଆଜି ଚିଲିକା ବ୍ଲକ ଅନ୍ତର୍ଗତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ, ଧୂଆଁଳ ଠାରେ ନବ ଭାରତ ସାକ୍ଷରତା କାର୍ଯ୍ୟକ୍ରମ 'ଉଲ୍ଲାସ' ଅନୁଷ୍ଠିତ ହୋଇଯାଇଅଛି। ଉକ୍ତ କାର୍ଯ୍ୟକ୍ରମରେ ୫୦ରୁ ଉର୍ଦ୍ଧ୍ବ ପରୀକ୍ଷାର୍ଥୀ ଅଂଶ ଗ୍ରହଣ କରିଥିଲେ। ଚିଲିକା ବ୍ଲକ ଗୋଷ୍ଠୀ
ଜିଭ କାଟି ଯୁବକ କୁ ନିର୍ମମ ହତ୍ୟା
କଳାହାଣ୍ଡି,୧୫|୩(ପ୍ୟାରିଲାଲ ଦୁର୍ଗା ଙ୍କ ରିପୋର୍ଟ):-ଯୁବକକୁ ଜିଭ କାଟି ହତ୍ୟା ପରେ ଅଭିଯୁକ୍ତ ହତ୍ୟାକାରୀ ଫେରାର |ଏମିତି ଏକ ଅମାନବୀୟ ଘଟଣା ଘଟିଛି କଳାହାଣ୍ଡି ଜିଲ୍ଲା କେଗାଁ ଥାନା କଣ୍ଟମାଲ କୁରସୁଡ ମୁଖ୍ୟ ରାସ୍ତାରେ । ମୃତକ ହେଉଛନ୍ତି କଣ୍ଟାମାଲ ଗାଁ ର
ଶ୍ରୀ ସତ୍ୟସାଇ ସଂଗଠନର ଜିଲ୍ଲା ସମ୍ମିଳନୀ
ଚିଲିକା- ଭଗବାନ ଶ୍ରୀ ସତ୍ୟସାଇ ବାବାଙ୍କ ଜନ୍ମ ଶତବାର୍ଷିକୀ ଅବସରରେ ପ୍ରତିବର୍ଷ ପରି ଚଳିତ ବର୍ଷ ଶ୍ରୀ ସତ୍ୟସାଇ ସେବା ସଂଗଠନର ଖୋର୍ଦ୍ଧା ଜିଲ୍ଲା ସମ୍ମିଳନୀ ୧୫ ତାରିଖ ରବିବାର ଦିନ ଟାଙ୍ଗୀ ବ୍ଲକ ଅନ୍ତର୍ଗତ ରତନପୁର ସେବା ସମିତି ଠାରେ
ବଜାରରୁ ଜଳଖିଆ ଦୋକାନ ଉଭାନ ! ଗ୍ରାହକ ଅସନ୍ତୋଷ
ଭୁବନେଶ୍ୱର ପ୍ରାଚ୍ୟରେ ଚାଲିଛି ଯୁଦ୍ଧ ଆଉ ଏହାର ପ୍ରଭାବ ଭାରତ ଉପରେ ପଡ଼ିଛି । ବିଶେଷ କରି ଏଲପିଜି ର ଘୋର ଅଭାବ ସବୁଠି ଦେଖିବାକୁ ମିଳୁଛି । କେନ୍ଦ୍ର ଓ ରାଜ୍ୟ ସରକାର ଗ୍ୟାସର ଅଭାବକୁ ଖଣ୍ଡନ କଲେ ମଧ୍ୟ
ଚନ୍ଦ୍ରଶେଖର ଦେବ ବ୍ରାହ୍ମଣ ସମିତି ବୈଠକ
ଚିଲିକା: ଖୋର୍ଦ୍ଧା ଜିଲ୍ଲା ବାଣପୁର ବ୍ଲକ ଅନ୍ତର୍ଗତ ନାଚୁଣୀ ଅଞ୍ଚଳର ବିଭିନ୍ନ ବ୍ରାହ୍ମଣ ଶାସନମାନଙ୍କୁ ନେଇ ଗଠିତ ହୋଇଥିବା ଶ୍ରୀଚ଼ନ୍ଦ୍ରଶେଖର ଦେବ ବ୍ରାହ୍ମଣ ସମିତିର ପ୍ରଥମ ବୈଠକ ୧୫ ତାରିଖ ରବିବାର ଦିନ ଭବାନୀପୁର ସ୍ଥିତ ବିଶ୍ଵନାଥ କଲ୍ୟାଣ ମଣ୍ଡପ ଠାରେ
ଖାର୍ଗ ହମ୍ଲା ପରେ ରକ୍ତମୁଖା ଇରାନ
ନୂଆଦିଲ୍ଲୀଇରାନର ଆର୍ଥôକ ମେରୁଦଣ୍ଡ ଭାବେ ପରିଚିତ ଖାର୍ଗ ଦ୍ୱୀପରେ ଆମେରିକା ବୋମା ମାଡ଼ କରିଥିବା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାବି କରିବା ପରେ ରକ୍ତମୁଖା ହୋଇ ଉଠିଛି ତେହରାନ । ଆଜି ଇରାନ ପକ୍ଷରୁ ଗଲ୍ଫ ଦେଶରେ ଥିବା ଆମେରିକାର ବେସ୍
ଅସହ୍ୟ ତାତିରେ ଜଳୁଛି ଧର୍ମଗଡ କେବେ ଆରମ୍ଭ ହେବ ଜଳଛତ୍ର:ବାଟୋଇ ପିଇବା ପାଣି ପାଇଁ ଡହଳ ବିକଳ ଜଳ ଛତ୍ର ଖୋଲିବା ପାଇଁ ଦାବି
କଳାହାଣ୍ଡି,୧୫|୩(ପ୍ୟାରିଲାଲ ଦୁର୍ଗା ଙ୍କ ରିପୋର୍ଟ):-ମାର୍ଚ୍ଚ ମାସ ଆରମ୍ଭ ରୁ ଗ୍ରୀଷ୍ମ ପ୍ରବାହ ପାରଦ ୪୦ କୂ ଛୁଇଁଲାଣି।ପ୍ରବଳ ଖରା ଯୋଗୁ ମଣିଷ ଠାରୁ ପଶୁପକ୍ଷୀ ହନ୍ତସନ୍ତ | ସାଧାରଣ ଭାବେ ମାର୍ଚ୍ଚ ମାସ ମଧ୍ୟରେ ବିଗତ ବର୍ଷ ମାନଙ୍କରେ ପାରଦ ୩୨
ସଂରକ୍ଷିତ ଜଙ୍ଗଲରେ ଲାଗୁଛି ନିଆଁ,ନଷ୍ଟ ହେଉଛି ମୂଲ୍ୟବାନ ଗଛ
କଳାହାଣ୍ଡି,୧୫|୩(ପ୍ୟାରିଲାଲ ଦୁର୍ଗା ଙ୍କ ରିପୋର୍ଟ) ବର୍ତ୍ତମାନ ଗ୍ରୀଷ୍ମଋତୁ ର ଆଗମନ।ଦିନକୁ ଦିନ ଗ୍ରୀଷ୍ମ ତାପ ବୃଦ୍ଧି ପାଇବାରେ ଲାଗିଛି ତେଣୁ ଜନ ଜୀବନ ଅସ୍ତବ୍ୟସ୍ତ ହେଉଛି। କଲମପୁର ଅଞ୍ଚଳରେ ଏଭଳି ସ୍ଥିତିରେ ଜଙ୍ଗଲରେ ନିଆଁ ଲାଗିବା ଦ୍ବାରା ଜନ ଜୀବନ ପ୍ରଭାବିତ
ବିମଳା ପୋଖରୀରୁ ମିଳିଲା ମଣିଷ ଜଙ୍ଘ
କଳାହାଣ୍ଡି,୧୫|୩(-ପ୍ୟାରିଲାଲ ଦୁର୍ଗା ଙ୍କ ରିପୋର୍ଟ):କଳାହାଣ୍ଡି ଜିଲ୍ଲା ଜୟପାଟଣା ଥାନା ବିମଳା ବାଗବନ୍ଧ ପୋଖରୀରୁ ଗଳିତ ମଣିଷ ଜଙ୍ଘ ଉଦ୍ଧାର ହେବା ଘଟଣା ସ୍ଥାନୀୟ ଅଞ୍ଚଳରେ ତୀବ୍ର ଆଲୋଡ଼ନ ସୃଷ୍ଟି କରିଛି। ଏହି ଘଟଣା ଜଣାପଡ଼ିବା ପରେ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଭୟ
ହତ୍ୟା ଉଦ୍ୟମ ମାମଲାରେ ଅଭିଯୁକ୍ତକୁ ୫ ବର୍ଷ ସଶ୍ରମ କାରାଦଣ୍ଡ
କଳାହାଣ୍ଡି,୧୫|୩(ପ୍ୟାରିଲାଲ ଦୁର୍ଗା ଙ୍କ ରିପୋର୍ଟ):କଳାହାଣ୍ଡି ଜ଼ିଲ୍ଲା ଜୟପାଟଣା ଥାନା ଅନ୍ତର୍ଗତ ଧନପୁର ଗ୍ରାମରେ ୨୦୧୮ ମସିହାରେ ଘଟିଥିବା ଏକ ହତ୍ୟା ଉଦ୍ୟମ ମାମଲାର ବିଚାର କରି ଧର୍ମଗଡ଼ ଅତିରିକ୍ତ ଜିଲ୍ଲା ଦୌରାଜଜ୍ ଶ୍ରୀ ସୁରେଶ ଚନ୍ଦ୍ର ପ୍ରଧାନ ଶୁକ୍ରବାର ତାଙ୍କ ରାୟ
ଧର୍ମଗଡ ତାଳୁକ ଆଇନ ସେବା ସମିତି ପକ୍ଷରୁ ୨0୨୬ ବର୍ଷ ର ପ୍ରଥମ ରାଷ୍ଟ୍ରିୟ ଲୋକ ଅଦାଲତ ଅନୁଷ୍ଠିତ
କଳାହାଣ୍ଡି,୧୪|୩(ପ୍ୟାରିଲାଲ ଦୁର୍ଗା ଙ୍କ ରିପୋର୍ଟ):ଧର୍ମଗଡ ତାଳୁକ ଆଇନ ସେବା ସମିତି ପକ୍ଷରୁ ୨0୨୬ ବର୍ଷ ର ପ୍ରଥମ ରାଷ୍ଟ୍ରିୟ ଲୋକ ଅଦାଲତ ଅନୁଷ୍ଠିତ ହୋଇ ଯାଇଛି |ତାଳୁକ ଆଇନ ସେବା ସମିତି, ଧର୍ମଗଡ ଅନୁକୂଲ୍ୟରେ ସ୍ଥାନୀୟ ଧର୍ମଗଡ ସିଭିଲ କୋର୍ଟ ପରିସର
ପିଏମ୍ କିଷାନର ୨୨ତମ କିସ୍ତି ପ୍ରଦାନ କଲେ ପ୍ରଧାନମନ୍ତ୍ରୀ
ଭୁବନେଶ୍ୱର: ଚାଷୀ ହେଉଛନ୍ତି ଆମ ସମାଜର ମେରୁଦଣ୍ଡ ଏବଂ ଆମ ଅର୍ଥନୀତିର ପ୍ରକୃତ ସାରଥି । "ଜୟ କିଷାନ’ର ନାରାକୁ ସାର୍ଥକ କରିବା ପାଇଁ କେନ୍ଦ୍ର ସରକାର ଓ ଆମ ସରକାର ସଦାସର୍ବଦା ଚେଷ୍ଟିତ । ଚାଷୀମାନଙ୍କର ଉନ୍ନତି ବିନା ଦେଶ
ଭାରତୀୟ ଏଲପିଜି ଜାହାଜକୁ ଅନୁମତି ଦେଲା ଇରାନ
ୱାଶିଂଟନ୍ ଇରାନ ଦୁଇଟି ଭାରତୀୟ ପତାକାଯୁକ୍ତ ଏଲପିଜି ଜାହାଜକୁ ହର୍ମୁଜ୍ ପ୍ରଣାଳୀ ଦେଇ ଯାତ୍ରା କରିବାକୁ ଅନୁମତି ଦେଇଛି । ଇରାନର ଏହି ପଦକ୍ଷେପ ଯୋଗୁଁ ଦେଶରେ ଦେଖା ଦେଇଥିବା ରନ୍ଧନ ଗ୍ୟାସ୍ ସଙ୍କଟ କିଛି ମାତ୍ରାରେ କମ କରିବାରେ ସାହାଯ୍ୟ
ନଇରୀ ଦଶଦୋଳ ମେଳଣ ଉଦ୍ ଯାପିତ
ଚିଲିକା: ଚିଲିକା ବ୍ଲକ ଅନ୍ତର୍ଗତ ପ୍ରସିଦ୍ଧ ଐତିହାସିକ ଶୈବପୀଠ ନଇରୀ ସ୍ଥିତ ଶ୍ରୀ ଶ୍ରୀ ହରିହରେଶ୍ଵର ଦେବଙ୍କ ପୀଠରେ ଚଳିତ ବର୍ଷ ର ଦଶଦୋଳ ମେଳଣ ଉଦ୍ ଯାପିତ ହୋଇ ଯାଇଛି। କାହିଁ କେଉଁ ଆବହମାନ କାଳରୁ ଫୁଲ ଦୋଳ ରୂପେ
ସଶକ୍ତ ଓଡିଶା ପକ୍ଷରୁ ହେବ ପ୍ରତିବାଦ ସଭା
ଭୁବନେଶ୍ୱର ତା 14/03/26 ସାମାଜିକ ସଂଗଠନ "ସଶକ୍ତ ଓଡିଶା "ପକ୍ଷରୁ ଚଳିତ ମାସ 16 ତାରିଖ ଲୋୟର ପିଏମ ଜି ଠାରେ ପଶ୍ଟିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଭାରତର ପ୍ରଥମ ନାଗରିକ ତଥା ମହାମହିମ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କ ପ୍ରତି
ଧର୍ମଗଡ ଅବକାରୀ ବିଭାଗ ତରଫରୁ ଗଞ୍ଜେଇ ଜବତ:ସମ୍ପୃକ୍ତ ୩ ଜଣକୁ ଗିରଫ କରି କଲା କୋର୍ଟ ଚାଲାଣ
କଳାହାଣ୍ଡି,୧୪|୩(ପ୍ୟାରିଲାଲ ଦୁର୍ଗା ଙ୍କ ରିପୋର୍ଟ):ଚୋରା ଗଞ୍ଜେଇ କାରବାର ଘଟଣାରେ ଧର୍ମଗଡ଼ ଅବକାରୀ ପକ୍ଷରୁ ଚଢ଼ାଉ କରାଯାଇ ଗଞ୍ଜେଇ ଜବତ କରିବା ସହ ତିନି ଅବକାରୀ ବିଭାଗ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରାଯାଇଛି ।ବିଭାଗୀୟ ସୂଚନା ଅନୁଯାୟୀ, କଳାହାଣ୍ଡି ଜିଲ୍ଲା
ବନ ବିଭାଗର ଚଢ଼ାଉ-ଚିତାବାଘ ର ନଖ ଜବତ ତିନି ଯୁବକ ଗିରଫ ଓ କୋର୍ଟ ଚାଲାଣ
କଳାହାଣ୍ଡି,୧୪|୩(ପ୍ୟାରିଲାଲ ଦୁର୍ଗା ଙ୍କ ରିପୋର୍ଟ):ବେଆଇନ ଭାବେ ବନ୍ୟଜନ୍ତୁ ଙ୍କ ର ଶିକାର କରି ବ୍ୟବସାୟ ଚାଲୁଥିବା ସମ୍ପର୍କରେ କୌଣସି ସୂତ୍ରରୁ ସୂଚନା ପାଇ କଳାହାଣ୍ଡି ଉତ୍ତର ବନଖଣ୍ଡ ଅଧୀନ କେଗାଁ ରେଞ୍ଜର ବନ କର୍ମଚାରୀ ମାନେ ଗରଗାବ ସେକ୍ସନ ଅଧୀନ କାନ୍ଦୁଲଝର
ଦୁଇ ପେସାଦାର ଲୁଟେରାଙ୍କୁ ଗିରଫ କରିଛି ଧଉଳି ଥାନା ପୁଲିସ
ବାଲିଅନ୍ତା,:ଧଉଳି ଥାନା ପୁଲିସ ଗତକାଲି ରାତିରେ ପେଟ୍ରୋଲିଙ୍ଗ କରୁଥିବା ସମୟରେ ଦୁଇ ପେସାଦାର ଲୁଟେରାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି । ସେମାନେ ହେଲେ ନୟାଗଡ ଜିଲ୍ଲା ଦଶପଲ୍ଲା ଥାନା ବୁରୁସାହି ଗ୍ରାମର ସିଲୁ ଓରଫ ଶୁଭମ ଚନ୍ଦ୍ର ନାୟକ
Politics
ଚନ୍ଦ୍ରଶେଖର ଦେବ ବ୍ରାହ୍ମଣ ସମିତି ବୈଠକ
ମନ୍ଦାକିନୀ ବାଣୁଆଁ ବଲାଙ୍ଗୀରର ଯୁବ କଂଗ୍ରେସ ପ୍ରଭାରୀ
ବଲାଙ୍ଗିରର ବିକାଶ ସାରା ରାଜ୍ୟ ଓ ଦେଶର ବିକାଶ: ଧର୍ମେନ୍ଦ୍ର ପ୍ରଧାନ
Entertainment
ତୃତୀୟ ହରପ୍ରିୟା ସାହିତ୍ୟ ଉତ୍ସବ -୨୦୨୬ ଅନୁଷ୍ଠିତ