ଭୁବନେଶ୍ୱର: ଓଡ଼ିଶାର ଆଗଧାଡିର ସଂଗଠନ ଓଡ଼ିଆ କଳାକାରଙ୍କ ସ୍ୱର (OKS) ର ୩ୟ ବାର୍ଷିକ ନିର୍ବାଚନ ପ୍ରକ୍ରିୟା ଆନୁଷ୍ଠାନିକ ଭାବେ ସମ୍ପୂର୍ଣ ହୋଇଛି ।ଏହି ପ୍ରକ୍ରିୟାରେ OKS ପରିବାରର ସଦସ୍ୟ ଏବଂ ସଦସ୍ୟା ମାନେ ନିଜର ମତ୍ତ ଦାନ କରି, ନୂତନ ଭାବେ ସଭାପତି ହିସାବରେ ବିଶିଷ୍ଟ ଓଡ଼ିଆ ଚଳଚ୍ଚିତ୍ର ନିର୍ମାତା ଶ୍ରୀଧର ମାର୍ଥାଙ୍କୁ ନିର୍ବାଚିତ କରିଛନ୍ତି । ସେହିପରି ଭାବେ ଅଭିନେତା ଏବଂ ରାଜନୀତିଜ୍ଞ ପ୍ରଶାନ୍ତ କୁମାର ଶଢ଼ଙ୍ଗି ଉପସଭାପତି ଭାବେ ନିର୍ବାଚିତ ହୋଇଥିବା ବେଳେ ସମ୍ପାଦକ ଭାବେ ମୃତ୍ୟୁଞ୍ଜୟ ପଣ୍ଡା (ବୁଲୁ ପଣ୍ଡା), ଯୁଗ୍ମ ସମ୍ପାଦକ ଭାବେ ବରଦା ପ୍ରସନ୍ନ ପାତ୍ର ଓ କୋଷାଧ୍ୟକ୍ଷ ଭାବେ ମୃଣ୍ମୟ ନାୟକ ବିଜୟ ହୋଇଛନ୍ତି। ରବିବାର ସ୍ଥାନୀୟ ମାଷ୍ଟରକ୍ୟାଣ୍ଟିନ ଛକ ନିକଟସ୍ଥ ବୁଲନ୍ ଭାଇ ସେବା ସଦନରେ ଓଡ଼ିଆ କଳାକାରଙ୍କ ସ୍ୱର (OKS) ର କର୍ମକର୍ତ୍ତା ଚୟନ ପାଇଁ ନିର୍ବାଚନ କରାଯାଇଥିଲା । ଏଥିରେ ବିଶିଷ୍ଟ ଚଳଚ୍ଚିତ୍ର ନିର୍ଦ୍ଦେଶକ ପ୍ରଣବ ଦାସ, ସମାଜସେବୀ ତଥା ନାଟ୍ୟ ନିର୍ଦ୍ଦେଶକ ବାପୁ ଓଝା, ବରିଷ୍ଠ ଅଭିନେତା ପ୍ରମୋଦ ରାଉତ, ସାମ୍ବାଦିକ ତଥା ଅଭିନେତା ବୁଲନ୍ ଭାଇ ଏଥରେ ନିର୍ବାଚନ ଅଧିକାରୀ ଭାବରେ ଯୋଗ ଦେଇଥିଲେ । ସଂଗଠନର ବହୁ ସଦସ୍ୟ ଓ ସଦସ୍ୟା ଭୋଟ ଗ୍ରହଣରେ ଭାଗ ନେଇଥିଲେ । ଶେଷରେ ନବ ନିର୍ବାଚିତ ପାର୍ଥୀମାନେ ଗଣମାଧ୍ୟମକୁ କହିଛନ୍ତି ଯେ, ଓଡ଼ିଆ କଳାକାରମାନଙ୍କ ଯେଉଁ ସବୁ ସମସ୍ୟା ରହିଛି, ଆଗାମୀ ଦିନରେ ସମାଧାନ କରିବାକୁ ଚେଷ୍ଟା କରିବେ, ଓ ସରକାରଙ୍କ ସହ ସମନ୍ବୟ ରଖ୍ କେଉଁ କେଉଁ ସବୁ ସୁବିଧା କଳାକାରଙ୍କୁ ମିଳିପାରିବ ସେ ସବୁ ପ୍ରତି ଯତ୍ନବାନ ହେବେ ।
‘ଓଡ଼ିଆ କଳାକାରଙ୍କ ସ୍ୱର’ ର ୩ୟ ବାର୍ଷିକ ନିର୍ବାଚନ ପ୍ରକ୍ରିୟା ସମ୍ପୂର୍ଣ
Social Share On:
Utkal Bulletin Is Now On WhatsApp Join And Get Latest News Updates Delivered To You Via WhatsApp
Social Share On:
Related News
ଧର୍ମଗଡରେ ନୂତନ ମହିଳା ଡିଏସପି ଆଇପିଏସ ସୂଶ୍ରୀ ଭର୍ଷିଥା ଅଡ଼େପୁ
କଳାହାଣ୍ଡି,୩|୩,(ପ୍ୟାରିଲାଲ ଦୁର୍ଗା): କଳାହାଣ୍ଡି ଜ଼ିଲ୍ଲା ଧର୍ମଗଡ ଉପଖଣ୍ଡ ରେ ନୂତନ ଭାବେ ଯୋଗଦାନ ଦେଲେ ମହିଳା ଆଇପିଏସ ସୂଶ୍ରୀ ଭର୍ଷିଥା ଅଡେପୂ | ମହିଳା ଡିଏସପି ସୂଶ୍ରୀ ଭର୍ଷିଥା ଅଡେପୂ ଧର୍ମଗଡ ଉପଖଣ୍ଡ ପୋଲିସ ଅଧିକାରିଣୀ ଭାବେ ଯୋଗଦାନ ଦେଇ କାର୍ଯ୍ୟଭାର
‘ଓଡ଼ିଆ କଳାକାରଙ୍କ ସ୍ୱର’ ର ୩ୟ ବାର୍ଷିକ ନିର୍ବାଚନ ପ୍ରକ୍ରିୟା ସମ୍ପୂର୍ଣ
ଭୁବନେଶ୍ୱର: ଓଡ଼ିଶାର ଆଗଧାଡିର ସଂଗଠନ ଓଡ଼ିଆ କଳାକାରଙ୍କ ସ୍ୱର (OKS) ର ୩ୟ ବାର୍ଷିକ ନିର୍ବାଚନ ପ୍ରକ୍ରିୟା ଆନୁଷ୍ଠାନିକ ଭାବେ ସମ୍ପୂର୍ଣ ହୋଇଛି ।ଏହି ପ୍ରକ୍ରିୟାରେ OKS ପରିବାରର ସଦସ୍ୟ ଏବଂ ସଦସ୍ୟା ମାନେ ନିଜର ମତ୍ତ ଦାନ କରି, ନୂତନ
ଚାଚେରୀ ଖିଆକୁ ବାହାରିଲେ ମା’ଭଗବତୀ
ଏଥରଗ୍ରହଣ ଯୋଗୁଁ ଚତୁର୍ଦ୍ଦଶୀରେ ହେବ ବାପଘର ପଖାଳ ଖିଆ । ଚିଲିକା,୨।୩: ଉତ୍କଳରେ ଦୋଳଗୋବିନ୍ଦ ପାଇଁ ଦୋଳପର୍ବ ହୋଇଥିବା ବେଳେ ଶକ୍ତିପୀଠ ବାଣପୁରରେ ମା' ଭଗବତୀଙ୍କ ଚ଼ାଚ଼େରୀଖିଆ ଏକ ନିଆରାପରମ୍ପରା । ଫାଲଗୁନ ଶୁକ୍ଳ ତ୍ରୟୋଦଶୀରେ ମା'ଙ୍କ ମନ୍ଦିର ସହିତ ସଂଶ୍ଳିଷ୍ଟ
ଧର୍ମଗଡରେ ନକଲି ମଦ ତିଆରି କାରଖାନା ଉପରେ ଚଢାଉ
ନକଲି ମଦ ଓ ପ୍ରସ୍ତୁତି ସାମଗ୍ରୀ ସହ ତିନି ବିହାରି ଯୁବକ ଗିରଫ କଳାହାଣ୍ଡି,୨|୩(ପ୍ୟାରିଲାଲ ଦୁର୍ଗା): କଳାହାଣ୍ଡି ଜିଲ୍ଲା ଧର୍ମଗତ ସହରରେ ବହୁ ପରିମାଣ ର ନକଲି ମଦ,ବିଭିନ୍ନ କମ୍ପାନୀ ର ଠିପି,ଷ୍ଟିକର ଜବତ ହୋଇଛି । ଏହି ମାମଲା ରେ
କୁଅରେ ପଡ଼ି ହାତୀ ଛୁଆ ମୃତ
କେନ୍ଦୁଝର: ରାତି ୩ଟା ସମୟରେ ଏକ ୧୦ ଟିକିଆ ହାତୀପଲ କାଠବାଉଁଶୁଳି ନିକଟରେ ରାସ୍ତା ପାର ହେଉଥିବା ସମୟରେ ନିକଟରେ ଏକ କୂଅ ଭିତରେ ୧ ବର୍ଷ ବୟସର ହାତୀ ଛୁଆଟି ପଡ଼ି ଯାଇଥିଲା । କେନ୍ଦୁଝର ଜିଲ୍ଲା ସଦର ରେଞ୍ଜ
ପ୍ରଭୁଦ୍ଧ ବିହାର ମହିମା ଆଶ୍ରମର ବାର୍ଷିକ ଉତ୍ସବ ଅନୁଷ୍ଠିତ
ଭୁବନେଶ୍ବର: ପ୍ରତିବର୍ଷ ପରି ଚଳିତବର୍ଷ ଫାଲଗୁନ ଶୁକ୍ଳପକ୍ଷ ଦଶମୀରେ ଅନ୍ଧାରୁଆ ଗ୍ରାମ ପ୍ରଭୁଦ୍ଧ ବିହାର ସ୍ଥିତ ମହିମା ଆଶ୍ରମର ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ବ୍ରହ୍ମଲୀନ ବ୍ରହ୍ମ ଅବଧୂତ ଜୟକୃଷ୍ଣ ବାବା ମହୋଦୟଙ୍କ ପୂର୍ବ ଆଦେଶ ଅନୁଯାଇ ବ୍ରହ୍ମଅବଧୂତ ବ୍ରଜବନ୍ଧୁ
ଆଞ୍ଚଳିକ ଶିକ୍ଷା ପ୍ରତିଷ୍ଠାନରେ ଭାବ ବିନିମୟ କାର୍ଯ୍ୟକ୍ରମ
ଭୁବନେଶ୍ଵର: ଏନ୍. ସି. ଇ. ଆର. ଟି. ପରିଚାଳିତ ପୂର୍ବ ଭାରତ ପାଇଁ ଭୁବେଶ୍ବରସ୍ଥିତ ଆଞ୍ଚଳିକ ଶିକ୍ଷା ପ୍ରତିଷ୍ଠାନର ପୂରାତନ ଛାତ୍ର ସଂସଦ ପକ୍ଷରୁ ଚଳିତ ଶିକ୍ଷାବର୍ଷ ପାଇଁ ନିର୍ବାଚିତ ଛାତ୍ର ପରିଷଦ କର୍ମକର୍ତ୍ତା ଓ ସଭ୍ୟ ସଭ୍ୟା ମାନଙ୍କ ମଧ୍ୟ
ଓଡିଶା ଉଦ୍ୟୋଗୀ ପରିବାରର ମାସିକ ସମୀକ୍ଷା ବୈଠକ
ଭୁବନେଶ୍ୱର: ସ୍ଥାନୀୟ ବୁଦ୍ଧ ମନ୍ଦିର ପରିସରରେ ଓଡିଶା ଉଦ୍ୟୋଗୀ ପରିବାରର ସମ୍ପର୍କରେ ଆଲୋଚନା, ସମୀକ୍ଷା ବିଶିଷ୍ଟ ସମାଜସେବୀ, ସମାଜସେବୀ ଶିବ ନାରାୟଣ ମିଶ୍ରଙ୍କ ସଭାପତିତ୍ବ ଓ ଶ୍ରୀକାନ୍ତ ଶେଖର ସାହୁଙ୍କ ସଂଯୋଜନାରେ ଅନୁଷ୍ଠିତ ହୋଇଯାଇଛି l ସଭାପତି ଶ୍ରୀଯୁକ୍ତ ମିଶ୍ର ଉଦ୍ୟୋଗୀଙ୍କ
ଉତ୍କଳ ବୁଲେଟିନ ଚାରିଟେବଲ ଟ୍ରଷ୍ଟ ଓ ମୁଗୁପୁର ସମାଚାର ପକ୍ଷରୁ “ବିଶ୍ୱ ମାତୃଭାଷା ଦିବସ’ ଅନୁଷ୍ଠିତ
ଭୁବନେଶ୍ୱର: ସାମାଜିକ ଓ ୱେବ ଗଣମାଧ୍ୟମ "ଉତ୍କଳ ବୁଲେଟିନ ଚାରିଟେବଲ ଟ୍ରଷ୍ଟ "ଓ ମାସିକ ଖବରକାଗଜ "ମୁଗୁପୁର ସମାଚାରର ମିଳିତ ସହଯୋଗରେ ସ୍ଥାନୀୟ ଖାରବେଳନଗର ସ୍ଥିତ ଗୋଦାବରୀଶ ସାହିତ୍ୟ ସଂସଦ ଠାରେ "ବିଶ୍ୱ ମାତୃଭାଷା ଦିବସ -2026 ଟ୍ରଷ୍ଟର ସମ୍ପାଦକ ଅରବିନ୍ଦ
ଚନ୍ଦକା ମହିମା ଆଶ୍ରମ ର ବାର୍ଷିକ ଉତ୍ସବ
ଭୁବନେଶ୍ୱର: ପ୍ରତିବର୍ଷ ପରି ଚଳିତ ବର୍ଷ ଫାଲଗୁନ ମାସ ଶୁକ୍ଳ ପାଞ୍ଚମୀ ତିଥିରେ ଚନ୍ଦକା ମହିମା ଆଶ୍ରମର ଷଷ୍ଠ ଦଶ ବାର୍ଷିକ ମହୋତ୍ସବ ପାଳିତ ହୋଇ ଯାଇଅଛି I ବ୍ରହ୍ମଳୀନ ବ୍ରହ୍ମାବଧୁତ ଜୟକୃଷ୍ଣ ବାବା ମହୋଦୟଙ୍କ ଆଦେଶ ଅନୁଯାଇ ବ୍ରାହ୍ମବଧୁତ ବ୍ରଜବନ୍ଧୁ
ହୋଟେଲ ଧଉଳି-ଇନ୍ ଉଦଘାଟନ
ଭୁବନେଶ୍ୱର: ଧଉଳି ଗୋପୀନାଥପୂର୍ ତଥା ଶାନ୍ତିସ୍ତୁପ ଧଉଳି ପାଦଦେଶରେ ବୁଧବାର ସନ୍ଧ୍ୟାରେ ଉଦଘାଟନ ହୋଇଯାଇଛି ଧଉଳି-ଇନ୍ ନାମକ ହୋଟେଲ। ଏହି ଉଦଘାଟନ ଅବସରରେ ମୁଖ୍ୟ ଅତିଥି ଭାବେ ବିଜେପି ନେତା ଜଗନ୍ନାଥ ପ୍ରଧାନ, ସମ୍ମାନିତ ଅତିଥି ଭାବେ ସ୍ଥାନୀୟ ସରପଞ୍ଚ ଚନ୍ଦନ
ଟି-୨୦ କ୍ରିକେଟ ବିଶ୍ୱକପ୍ ଜୁଆଡ଼ି ରାକେଟର ପର୍ଦ୍ଦାଫାଶ
୬ ଗିରଫ, ୩୦.୬୫ ଲକ୍ଷ ଜବତରାଉରକେଲା: ସମ୍ପ୍ରତି ଜାରି ରହିଥିବା ଟି-୨୦ କ୍ରିକେଟ୍ ବିଶ୍ୱକପ୍ ଅବସରରେ ଅବୈଧ ସଟ୍ଟାବାଜି ସମ୍ପର୍କରେ ମିଳିଥିବା ବିଶ୍ୱସନୀୟ ସୂଚନା ଆଧାରରେ ରାଉରକେଲା ପୁଲିସ ବିଭିନ୍ନ ସ୍ଥାନରେ ଚଢାଉ କରି ଏକ ବଡ ସଫଳତା ପାଇଛି। ଓଡ଼ିଶା
ସଂଗ୍ରାମୀ ଗୌରାଙ୍ଗ ଚରଣ ଦାସ ଓ ସଂଗ୍ରାମୀ ଶଶୀଭୂଷଣ ଦାସ ଥିଲେ ବହୁମୁଖୀ ପ୍ରତିଭାର ଅଧିକାରୀ – ନିରଞ୍ଜନ ପଟ୍ଟନାୟକ
ଯୁବ ସାମ୍ବାଦିକ ତଥା ସମାଜସେବୀ ଅରବିନ୍ଦ ତ୍ରିପାଠୀଙ୍କୁ ସ୍ମୃତି ସମ୍ମାନଭୁବନେଶ୍ୱର,19.2.2026: ଓଡ଼ିଶା ସ୍ୱାଧୀନତା ସଂଗ୍ରାମର ମହାନ ସଂଗ୍ରାମୀ, ଚାଷୀ ମୂଲିଆଙ୍କ ବନ୍ଧୁ ବିପ୍ଳବୀ ସ୍ୱାଧୀନତା ସଂଗ୍ରାମୀ ଗୌରଙ୍ଗ ଚରଣ ଦାସଙ୍କ ୫୪ ତମ ଓ ସଂଗ୍ରାମୀ ଗୌରଙ୍ଗ ଚରଣଙ୍କ ସୁପୁତ୍ର ସଂଗ୍ରାମୀ
ଝରଣେଶ୍ୱର ପୀଠରେ ଜାଗର ଯାତ୍ରା ପାଳିତ
ଭୁବନ, ୧୬.୨.୨୦୨୬: ସାରା ଦେଶରେ ଧୂମଧାମରେ ଦେବାଦିଦେବ ମହାଦେବଙ୍କ ପବିତ୍ର ଜାଗର ବା ମହାଶିବରାତ୍ରୀ ପାଳିତ ହୋଇଯାଇଛି । ଏହି ଅବସରରେ ଭୁବନ ବ୍ଲକ ଅନ୍ତର୍ଗତ ଓଡ଼ିଶ ଗ୍ରାମପଂଚାୟତରେ ମଧ୍ୟ ଅନୁରୂପ ଦୃଶ୍ୟ ଦେଖିବାକୁ ମିଳିଛି । ଓଡ଼ିଶ ଗ୍ରାମର ଶ୍ରୀ
ବିଶ୍ୱକବି ରବିନ୍ଦ୍ରନାଥ ଟାଗୋର ସମ୍ମାନ ପାଇବେ ଡ. ଇତି ସାମନ୍ତ
ଭୁବନେଶ୍ୱର: ସାମାଜିକ ଓ ସାଂସ୍କୃତିକ ଅନୁଷ୍ଠାନ "ଗୀତାଞ୍ଜଳୀ' ପକ୍ଷରୁ ଚଳିତ ମାସ ୧୯ ତାରିଖ ସନ୍ଧ୍ୟାରେ ଜୟଦେବ ଭବନ ଠାରେ ବେଙ୍ଗଲୀ ଓ ହିନ୍ଦୀର ସଙ୍ଗୀତ ସନ୍ଧ୍ୟା ସହିତ ଓଡ଼ିଶାର କଳା, ସଂସ୍କୃତି କୁ ନେଇ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯିବ
ଜାମୁତୋଟା ବିବେକାନନ୍ଦ ପବ୍ଲିକ ସ୍କୁଲର ୧୬ ତମ ବାର୍ଷିକ ଉତ୍ସବ
ବାଲିଅନ୍ତା: ବିଦ୍ୟା ରୂପକ ଜ୍ଞାନର ଭଣ୍ଡାର ମଧ୍ୟରେ ତୁମେମାନେ ଜଣେ ଜଣେ କ୍ଷୁଦ୍ର କଣିକା ସଦୃଶ୍ୟ l ତେଣୁ ସର୍ବଦା ନିଜେ ନମ୍ର ରହିବା ସହ ସଂସ୍କାରି ହେବାପାଇଁ ଚେଷ୍ଟାକଲେ ଭବିଷ୍ୟତ ଉଜ୍ବଳମୟ ହେବ ବୋଲି ଆଜି ବାଳକାଟି ଜାମୁତୋଟା ସ୍ଥିତ
ବଙ୍ଗଳା ଚଳଚ୍ଚିତ୍ର “ଆଗୁନ୍” ରେ ଓଡ଼ିଆ ପୁଅ ଗୁଲଜାର୍
ବାଲିପାଟଣା: ଇତିମଧ୍ୟରେ ଏକାଧିକ କ୍ଷୁଦ୍ର ଓ ପ୍ରାମାଣିକ ଚଳଚ୍ଚିତ୍ରରେ ନିର୍ଦ୍ଦେଶନା ସହ ଅଭିନୟ କରି ଜାତୀୟ ତଥା ଆନ୍ତର୍ଜାତୀୟ ପୁରସ୍କାର ସହ ଅନେକ ପୁରସ୍କାର ଲାଭ କରିପାରିଛନ୍ତି ନୁଆ ମଠ, ସାହେବ ନଗର, ବାଲିପାଟଣା ନିବାସୀ ପିତା ଶେଖ୍ ସିଦ୍ଦିକି ଓ
ମହାଶିବରାତ୍ରୀ ତଥା ଜାଗର ଉପଲକ୍ଷେ ମନ୍ଦିର ସଫେଇ କାର୍ଯ୍ୟକ୍ରମ
ଭୁବନ: ସାମାଜିକ ଅନୁଷ୍ଠାନ ପକ୍ଷରୁ ଗ୍ରାମ ସଫେଇ ଅଭିଯାନ ଚାଲୁରହିଥିବାବେଳେ ଓଡ଼ିଶ ଗ୍ରାମରେ ଅନୁରୂପ ଭାବେ ଉତ୍କଳ ବୁଲେଟିନ ଚାରିଟେବଲ ଟ୍ରଷ୍ଟ ପକ୍ଷରୁ ଅନୁଷ୍ଠିତ ହୋଇଥିଲା ମନ୍ଦିର ସଫେଇ କାର୍ଯ୍ୟକ୍ରମ। ଏହି ସଫେଇ ଅଭିଯାନ ଅବସରରେ ଓଡ଼ିଶ ଗ୍ରାମର ଆରାଧଧ୍ୟା ଦେବୀ
ସଶକ୍ତ ଓଡିଶା ପକ୍ଷରୁ ମହିଳା ସଶକ୍ତିକରଣ ଶୀର୍ଷକ ଆଲୋଚନା
ଭୁବନେଶ୍ୱର: ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ୯୨ ତମ ଶ୍ରାଦ୍ଧବାର୍ଷିକ ଅବସରରେ ସାମାଜିକ ଅନୁଷ୍ଠାନ "ସଶକ୍ତ ଓଡିଶା "ପକ୍ଷରୁ ସ୍ଥାନୀୟ ସିଆରପି କାର୍ୟ୍ୟାଳୟ ଠାରେ ମହିଳା ସଶକ୍ତିକରଣ ଯୋଜନା, ଆତ୍ମନିଯୁକ୍ତି, ନିଯୁକ୍ତି, ଉତ୍ପାଦନ ବୃଦ୍ଧି ସହିତ କିପରି ମହିଳା ମାନେ ରାଜ୍ୟ
‘ପର୍ଯ୍ୟବେକ୍ଷକ’ର 28 ତମ ସ୍ୱନକ୍ଷତ୍ର ଅବସରରେ ରକ୍ତଦାନ ଶିବିର
ଭୁବନେଶ୍ୱର: ଓଡ଼ିଆ ଦୈନିକ ମୁଦ୍ରିତ ଗଣମାଧ୍ୟମ "ପର୍ଯ୍ୟବେକ୍ଷକ'ର ଅଠେଇସ ତମ ସ୍ୱନକ୍ଷତ୍ର ଅବସରରେ ସ୍ଥାନୀୟ ରେଡକ୍ରସ ଭବନ ଠାରେ ଏକ ରକ୍ତଦାନ ଶିବିର ସାରସ୍ୱତ ପ୍ରାଣ ସମ୍ପାଦକ ଡ. ପବିତ୍ର ମୋହନ ସାମନ୍ତରାୟଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଉକ୍ତ କାର୍ଯ୍ୟକ୍ରମରେ
Politics
ମନ୍ଦାକିନୀ ବାଣୁଆଁ ବଲାଙ୍ଗୀରର ଯୁବ କଂଗ୍ରେସ ପ୍ରଭାରୀ
ବଲାଙ୍ଗିରର ବିକାଶ ସାରା ରାଜ୍ୟ ଓ ଦେଶର ବିକାଶ: ଧର୍ମେନ୍ଦ୍ର ପ୍ରଧାନ
Entertainment
ଧର୍ମଗଡରେ ନୂତନ ମହିଳା ଡିଏସପି ଆଇପିଏସ ସୂଶ୍ରୀ ଭର୍ଷିଥା ଅଡ଼େପୁ
ଚାଚେରୀ ଖିଆକୁ ବାହାରିଲେ ମା’ଭଗବତୀ
ଧର୍ମଗଡରେ ନକଲି ମଦ ତିଆରି କାରଖାନା ଉପରେ ଚଢାଉ