ଗାନ୍ଧିଜୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ

ଭୁବନେଶ୍ୱର ଜାତିର ପିତା ମହାତ୍ମାଗାନ୍ଧୀଙ୍କ 157 ତମ ଜୟନ୍ତୀ ବିଧାନସଭା ପରିସରରେ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣସହ ଶ୍ରଦ୍ଧାଞ୍ଜଳି ସଭା ଅନୁଷ୍ଠିତ ହୋଇଯାଇଛି l ଉକ୍ତ କାର୍ଯ୍ୟକ୍ରମ ଓଡିଶାର ମହାମହିମ ମାନ୍ୟବର ରାଜ୍ୟପାଳ ଡ଼ ହରିବାବୁ କମ୍ଭମପତି, ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଏକାମ୍ର ବିଧାୟକ ବାବୁ ସିଂ, ବରିଷ୍ଠ ସାମ୍ବାଦିକ ତଥା ଅଧ୍ୟକ୍ଷ ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ପ୍ରଦ୍ୟୁମ୍ନ ଶତପଥୀ, ସଂସ୍କୃତିପୁରୁଷ ଡ଼ଃ ଆର୍ଯ୍ୟ କୁମାର ଜ୍ଞାନେନ୍ଦ୍ର, ସାରସ୍ୱତ ସାଧିକା ଡ଼ଃ ଅରୁନ୍ଧତୀ ଦେବୀ, ପୂର୍ବତନ ବିଧାୟକ ପ୍ରିୟଦର୍ଶୀ ମିଶ୍ରଙ୍କ ସହିତ ବହୁ ବିଶିଷ୍ଟ ବ୍ୟକ୍ତିବିଶେଷ ଗାନ୍ଧୀଙ୍କ ଆଦର୍ଶରେ ଅନୁପ୍ରାଣିତ ହେବାକୁ ମତବ୍ୟକ୍ତ କରିଥିଲେl

Social Share On:

Utkal Bulletin Is Now On WhatsApp Join And Get Latest News Updates Delivered To You Via WhatsApp

Social Share On:

Related News

You cannot copy content of this page