ଧର୍ମଗଡ ୧୮/୦୩/ (ଜନ୍ମେଜୟ ନାଏକ ଙ୍କ ରିପୋର୍ଟ): ଗୋଲାମୁଣ୍ଡା ବ୍ଲକ ଜନକଲ୍ୟାଣ ସାମ୍ବାଦିକ ସଙ୍ଘ ସଭାପତି ଶ୍ରୀଯୁକ୍ତ ରାମ କୁମାର ସେନାପତି ଙ୍କ ଅଧ୍ୟକ୍ଷତାରେ ନୃତନ ଭାବେ ଯୋଗଦାନ କରିଥିବା କଳାହାଣ୍ଡି ଜିଲ୍ଲା ଆରକ୍ଷୀ ଅଧିକ୍ଷକ ନାଗରାଜ ଦେବାର୍କୁଣ୍ଡା ଙ୍କୁ ସଂଘ ର ସମସ୍ତ ସାମ୍ୱାଦିକ ସୌଜନ୍ୟ ମୂଳକ ସାକ୍ଷାତ କରିଥିଲେ। ଏହା ପୂର୍ବରୁ ସିଏ ବୌଦ୍ଧ ଜିଲ୍ଲାରେ ଆରକ୍ଷୀ ଅଧିକ୍ଷକ ଭାବେ କାର୍ଯ୍ୟରତ ଥିଲେ। ସେଥିରୁ ବଦଳୀ ପରେ ଚଳିତ ମାସ ତିନି ତାରିଖ ଦିନ କଳାହାଣ୍ଡି ଜିଲ୍ଲାରେ ଦାୟିତ୍ଵ ଗ୍ରହଣ କରିଛନ୍ତି। ସେ ଜିଲ୍ଲା ଅଧୀନରେ ଥିବା ଜନ ସାଧାରଣଙ୍କ ମୌଳିକ ସୁବିଧା ଯୋଗାଇବା ସହିତ ଅନେକ ସମସ୍ୟା ଉପରେ ସମାଧାନ କରିବା ପାଇଁ ଆଜି ଜନ କଲ୍ୟାଣ ସାମ୍ବାଦିକ ସଂଘର ସମସ୍ତ ବନ୍ଧୁ ମାନଙ୍କୁ ପ୍ରତିଶୃତି ଦେଇଛନ୍ତି । lଏହି ଅବସରରେ ସଂଘ ର ସମ୍ପାଦକ ସରୋଜ ମୁଣ୍ଡ, , ଉପସଭାପତି ପିତାମ୍ବର ବେହେରା, କୋଷାଧ୍ୟକ୍ଷ ଜନ୍ମେଜୟ ନାଏକ, ଉପସଭାପତି ଚନ୍ଦ୍ରଧ୍ଵଜ କେତକୀ, ସନ୍ତୋଷ ମାଝୀ, ଭୁଜରାଜ ମଙ୍ଗରାଜ, ମୁରଲୀଧର ବାଗ ପ୍ରମୁଖ ଉପସ୍ଥିତ ଥିଲେ ।
ଜନକଲ୍ୟାଣ ସାମ୍ବାଦିକ ସଂଘ ଗୋଲାମୁଣ୍ଡା ତରଫରୁ କଳାହାଣ୍ଡି ଜିଲ୍ଲା ଆରକ୍ଷୀ ଅଧିକ୍ଷକଙ୍କୁ ସୌଜନ୍ୟ ମୂଳକ ସାକ୍ଷାତ
Social Share On:
Utkal Bulletin Is Now On WhatsApp Join And Get Latest News Updates Delivered To You Via WhatsApp
Social Share On:
Related News
ଉନ୍ନତ ମାନର ଚିକିତ୍ସା ଚିକିତ୍ସାଳୟରେ ନାହିଁ, ସେବା ପ୍ରତିନିଧି
ବାଲିଅନ୍ତା 26/07:-ଯେଉଁ ସମୟରେ ଭୁବନେଶ୍ବର ବଣ ଜଙ୍ଗଲରେ ପରିପୂର୍ଣ୍ଣ ଥିଲା ଜନ ସାଧାରଣ ଚିକିତ୍ସାଳୟ ଅଭାବରୁ ଚିକିତ୍ସାରୁ ବଞ୍ଚିତ ହେଉଥିଲେ , ସେହି ସମୟରେ ଭୁବନେଶ୍ବର ଓ ଏହାର ଆଖପାଖ ଚିନ୍ତାଶୀଳ ଜନନାୟକମାନଙ୍କ ଦ୍ଵାରା ୧୯୪୬ ମସିହାରେ ଜନ୍ମ ଲାଭ କଲା
ମହାପୁରୁଷଙ୍କ ପ୍ରତିମୂର୍ତ୍ତି ସ୍ଥାପନ ନିମିତ୍ତ ଉତ୍କଳ ସ୍ୱାଭିମାନ ମଞ୍ଚ ଦ୍ୱାରା ସ୍ଥାନ ପରିଦର୍ଶନ |
ଚିଲିକା, ୨୬।୭: ରବିବାର ଦିନ ବୋଲଗଡ଼ ମଣ୍ଡଳ ଅନ୍ତର୍ଗତ 5 ଟି ବିଦ୍ୟାଳୟରେ ମହାପୁରୁଷଙ୍କ ପ୍ରତିମୂର୍ତ୍ତି ସ୍ଥାପନ ନିମିତ୍ତ ଉତ୍କଳ ସ୍ୱାଭିମାନ ମଞ୍ଚର ସଭାପତି ରାଧାକାନ୍ତ ଦାଶ ଓ ସଭ୍ୟ ମାନଙ୍କ ସହ ଗୋଷ୍ଠୀ ଶିକ୍ଷାଧିକାରୀ ପ୍ରମୋଦ କୁମାର ସ୍ୱାଇଁ ବିଦ୍ୟାଳୟକୁ
ଓଡ଼ିଆ ଭାଷା ସାହିତ୍ୟ, ସାମ୍ବାଦିକତାର ମହାନ ବ୍ୟକ୍ତିତ୍ୱ ଥିଲେ ନୀଳମଣି ବିଦ୍ୟାରତ୍ନ
ଭୁବନେଶ୍ୱର ତା 26/07/26 ମହାନ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା, ସାହିତ୍ୟ, ସାମ୍ବାଦିକତାର ମହାନ ବ୍ୟକ୍ତିତ୍ୱ ନୀଳମଣି ବିଦ୍ୟାରତ୍ନଙ୍କ 102ତମ ଶ୍ରାଦ୍ଧବାର୍ଷିକ ସ୍ଥାନୀୟ ଜୟଦେବ ବିହାରସ୍ଥିତ ପ୍ରତିମୂର୍ତ୍ତି ସ୍ଥଳରେ ପୁଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନ, ଓଡିଶା ସରକାରଙ୍କ ଭାଷା, ସାହିତ୍ୟ, ସଂସ୍କୃତି
ବୋଲଗଡ଼ରେ ପାଚିକା -ସହାୟିକାଙ୍କର ତାଲିମ ଶିବିର
ଚିଲିକା, ୨୫।୭:ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀ ପୋଷଣ ନୋଡାଲ ଅଧିକାରୀଙ୍କ ନିର୍ଦ୍ଦେଶରେ ବୋଲଗଡ଼ ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟ ଅନ୍ତର୍ଗତ ମାଧ୍ୟାମିକ, ଉଚ୍ଚ ପ୍ରାଥମିକ ଓ ପ୍ରାଥମିକ ସମସ୍ତ ସରକାରୀ ବିଦ୍ୟାଳୟରେ କାର୍ଯ୍ୟରତ ପାଚିକା -ସହାୟିକାମାନଙ୍କ ନିମିତ୍ତ ଶନିବାର ଦିନ ତାଲିମ ଶିବିର ଅନୁଷ୍ଠିତ
ସତ୍ୟବାଦୀ ଥାନା ଭାରପ୍ରାପ୍ତ ଅଧିକାରୀ କାହା ଚାପରେ?/ପୋଲିସର ନିଷ୍କ୍ରିୟତା ବିରୋଧରେ ସାମ୍ବାଦିକ ସମ୍ମିଳନୀ
ଭୁବନେଶ୍ୱର ତା 25/07/26 ଏବେବି କଙ୍ଗାରୁକୋର୍ଟ ସକ୍ରିୟ l ଏହାର ଏକ ଜ୍ୱଳନ୍ତ ଉଦାହରଣ ଦେଖିବାକୁ ମିଳିଛି ପୁରୀ ଜିଲ୍ଲା ସତ୍ୟବାଦୀ ଥାନା ଅନ୍ତର୍ଗତ ବସନ୍ତପଡା ଗ୍ରାମରେ l ଏ ସମ୍ପର୍କ ରେ ଏକ ସାମ୍ବାଦିକ ସମ୍ମିଳନୀ ସଶକ୍ତ ଓଡିଶା ଭବନ
ୟୁନିଟ 5 ଜଗନ୍ନାଥ ମନ୍ଦିର, ସୁନାବେଶରେ ଝଲସିଲେ ଚତୁର୍ଦ୍ଧା ମୂର୍ତ୍ତି
ଭୁବନେଶ୍ୱର ତା 25ରିଖ l ୟୁନିଟ 5 ଜଗନ୍ନାଥ ମନ୍ଦିରରେ ରଥ ଉପରେ ମହାପ୍ରଭୁଙ୍କ ସୁନାବେଶ ଅନୁଷ୍ଠିତ ହୋଇଯାଇଛି l ଘୋଷଯାତ୍ରାର ବିଶେଷ ପର୍ଯ୍ୟାୟ ହରିଶୟନ ଏକାଦଶୀ ଉପଲକ୍ଷେ ଆଜି ଚତୁର୍ଦ୍ଧା ମୂର୍ତ୍ତିଙ୍କ ପୂଜାର୍ଚନା ଓ ରୀତିନୀତି ରଥ ଉପରେ ହିଁ
ଗାନ୍ଧିଜୀ ସାମାଜିକ ଅନୁଷ୍ଠାନ ପକ୍ଷରୁ ଖାଦ୍ୟ ଓ ଜଳ ବଣ୍ଟନ କାର୍ଯ୍ୟକ୍ରମ
ପୁରୀ 25/07/26 ପୁରୀ ପ୍ରବେଶ ଦ୍ଵାର ଅଠରନଳା ଠାରେ ଗାନ୍ଧିଜୀ ସାମାଜିକ ଅନୁଷ୍ଠାନ ଟ୍ରଷ୍ଟ ତରଫରୁ ଉକ୍ତ ମାନଙ୍କୁ ଶୁଖିଲା ଖାଦ୍ୟ ଓ ପାନୀୟ ଜଳ ବଣ୍ଟନ କରାଯାଇଛି ।ଅନୁଷ୍ଠାନର ସଭାପତି ପ୍ରସନ୍ନ କୁମାର ଲେଙ୍କା ଙ୍କ ଅଧକ୍ଷତାରେ , ଉକ୍ତ
ବାହୁଡ଼ିଲେ ମହାବାହୁ :ସୁଦର୍ଶନ ଦାରୁସ୍ଥଳୀ ନିକଟରେ ବାହୁଡା଼ ଯାତ୍ରା ସମାପନ
ବାଲିଅନ୍ତା,୨୪|୭(ଗୋବର୍ଦ୍ଧନ ଦାସ):ପୁରୁଣା ଜଗନ୍ନାଥ ସଡ଼କ ହିରାପୁରସ୍ଥିତ ଗଡ଼କଣ୍ଡୁଣିଆ ନିକଟସ୍ଥ ଶ୍ରୀସୁଦର୍ଶନଙ୍କ ଦାରୁସ୍ଥଳୀରେ ଶନିବାର ବାହୁଡାଯାତ୍ରା ଶାନ୍ତିଶୃଙ୍ଖଳାର ସହ ସମାପନ ହୋଇଯାଇଛି। ପ୍ରତ୍ୟୁଷରୁ ଶ୍ରୀ ଗୁଣ୍ଡିଚା ମନ୍ଦିର ରଥିଜେମାସ୍ଥିତ ମା' ଭଗବତୀ ମନ୍ଦିରରେ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ମା' ସୁଭଦ୍ରା ଓ ଚକ୍ରରାଜ ସୁଦର୍ଶନ
ଓଡ଼ିଶ ଗ୍ରାମରେ ବାହୁଡ଼ା ଯାତ୍ରା ଅନୁଷ୍ଠିତ
ଭୁବନ: ଭୁବନ ବ୍ଲକ୍ ଅନ୍ତର୍ଗତ ଓଡ଼ିଶ ଗ୍ରାମରେ ଖୁବ୍ ଧୂମଧାମରେ ପାଳନ କରାଯାଇଛି ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା। ସାରା ପୃଥିବୀରେ ମହାପ୍ରଭୁଙ୍କ ରଥଯାତ୍ରା ଅନୁଷ୍ଠିତ ହେଉଥିବାବେଳେ ଓଡ଼ିଶ ଗ୍ରାମରେ ମଧ୍ୟ ଧୂମଧାମରେ ପାଳନ କରାଯାଇଥିବା ଦେଖାଯାଇଛି। ମାଉସୀମାଙ୍କ ଘରୁ ଚତୁର୍ଦ୍ଧାମୂର୍ତିଙ୍କୁ ଶ୍ରୀମନ୍ଦିର
ବାହୁଡା଼ ଯାତ୍ରାରେ ରାଧାକୃଷ୍ଣ ମନ୍ଦିରରୁ ୟୁନିଟ 5 ଜଗନ୍ନାଥ ମନ୍ଦିରକୁ ବାହୁଡ଼ିଲେ ଚତୁର୍ଦ୍ଧା ମୂର୍ତ୍ତି l
ଭୁବନେଶ୍ୱର ତା 24ରିଖ l ଆଜି ଥିଲା ମହାପ୍ରଭୁ ଜଗନ୍ନାଥଙ୍କ ବାହୁଡା଼ ଯାତ୍ରା l ଏ ଉପଲକ୍ଷେ ମହାପ୍ରଭୁଙ୍କ ସମେତ ଚତୁର୍ଦ୍ଧା ମୂର୍ତ୍ତି ୟୁନିଟ 6 ରାଧାକୃଷ୍ଣ ମନ୍ଦିର ସ୍ଥିତ ଶ୍ରୀଗୁଣ୍ଡିଚା ମନ୍ଦିରରୁ ବାହାରି ୟୁନିଟ 5 ଜଗନ୍ନାଥ ମନ୍ଦିର କୁ
ରାଧାକୃଷ୍ଣ ମନ୍ଦିରସ୍ଥ ଗୁଣ୍ଡିଚାମନ୍ଦିରରେ ନବମୀ ସନ୍ଧ୍ୟା ଦର୍ଶନରେ ଭଜନ ସମାରୋହ ଓ ନୃତ୍ୟରେ ବିଭୋର ଶ୍ରଦ୍ଧାଳୁ
ଭୁବନେଶ୍ୱର ତା 23 ରିଖ l ଆସନ୍ତା କାଲି ବାହୁଡା଼ ଯାତ୍ରା l ମାଉସୀ ମା ଘର ଛାଡି ଚାଲି ଯିବେ ରତ୍ନବେଦୀକୁ l ରଥ ଦକ୍ଷିଣ ମୋଡ଼ ହୋଇ ସାରିଛି l ମହାପ୍ରଭୁଙ୍କ ରଥଯାତ୍ରା ମହାପର୍ବର ଆଜି ଥିଲା ପବିତ୍ର
ଉଦ୍ୟୋଗୀଙ୍କ ସମ୍ମାନ,ସୁରକ୍ଷା ସମୃଦ୍ଧି ଉପରେ ଆଲୋଚନା ଚକ୍ର ଅନୁଷ୍ଠିତ
ଭୁବନେଶ୍ୱର ତା 22/07/26 ସ୍ଥାନୀୟ ବୁଦ୍ଧମନ୍ଦିର ପରିସରରେ ଓଡିଶା ଉଦ୍ୟୋଗୀ ପରିବାରର ମାସିକ ସମୀକ୍ଷା ବୈଠକ ଅଧ୍ୟକ୍ଷ, ବିଶିଷ୍ଟ ଉଦ୍ୟୋଗୀ ଶିବ ନାରାୟଣ ମିଶ୍ରଙ୍କ ସଭାପତିତ୍ବ ଓ ବିଜୟ କୁମାର ସାହୁଙ୍କ ସଂଯୋଜନାରେ ଅନୁଷ୍ଠିତ ହୋଇଯାଇଛି l ବରିଷ୍ଠ ଉଦ୍ୟୋଗୀ ଅମୀୟ
ଗୋପବନ୍ଧୁ ଉଚ୍ଚ ବିଦ୍ୟାଳୟରେ ସର୍ବେକ୍ଷଣ ଓ ପ୍ରଶିକ୍ଷଣ କାର୍ଯ୍ୟକ୍ରମ l
ଚିଲିକା,୨୨। ୭ : ବେଗୁନିଆସ୍ଥିତ ପି ଏମ ଶ୍ରୀ ଗୋପବନ୍ଧୁ ସରକାରୀ ଉଚ୍ଚ ବିଦ୍ୟାଳୟର ସମ୍ମିଳନୀ କକ୍ଷରେ ବେଗୁନିଆ ଓ ବୋଲଗଡ଼ ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟ ଅନ୍ତର୍ଭୁକ୍ତ ସମସ୍ତ ମାଧ୍ୟମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ / ଶିକ୍ଷୟିତ୍ରୀ, ଗୋଷ୍ଠୀ ଶିକ୍ଷା ଅଧିକାରୀ
ମା’ ଜାଗେଶ୍ୱରୀଙ୍କ ନୂତନ ମନ୍ଦିରର ରତ୍ନମୁଦ ଉତ୍ସବ
ନିମାପଡ଼ା: ମାଆ ଜାଗେଶ୍ୱରୀ ଦେବୀଙ୍କ ନୂତନ ମନ୍ଦିରର ରତ୍ନମୁଦ ଉତ୍ସବ ଭବ୍ୟତାର ସହ ଅନୁଷ୍ଠିତ ହୋଇଛି । ହେରାପଞ୍ଚମୀ ତିଥିରେ ଛେନୁଅଁ ଗୁଡୁସାହିରେ ହୋମ-ଯଜ୍ଞ ଓ ହରିନାମରେ ପ୍ରକମ୍ପିତ ହୋଇଛି । ଶତାଧିକ ପୁରୁଷ ମହିଳା ଏକତ୍ର ହୋଇ ନୂତନ ମନ୍ଦିରର
“ଓଡ଼ିଆ କଳାକାରଙ୍କ ସ୍ୱର, ଆସନ୍ତା ଜୁଲାଇ ମାସ ୨୪ ତାରିଖ ଦିନ ସ୍ଥାନୀୟ ଭଞ୍ଜ କଳାମଣ୍ଡପ, ଭୁବନେଶ୍ୱର ଠାରେ ରାଜ୍ୟ ସ୍ତରୀୟ କଳାକାର ଦିବସ ଆୟୋଜନ
ଭୁବନେଶ୍ବର - "ଓଡ଼ିଆ କଳାକାରଙ୍କ ସ୍ୱର" (OKS), ପରିବାର ପକ୍ଷରୁ ଆସନ୍ତା ଜୁଲାଇ ମାସ ୨୪ ତାରିଖ ଦିନ ସ୍ଥାନୀୟ ଭଞ୍ଜ କଳାମଣ୍ଡପ, ଭୁବନେଶ୍ୱର ଠାରେ ରାଜ୍ୟ ସ୍ତରୀୟ କଳାକାର ଦିବସ ଆୟୋଜନ କରାଯାଉଅଛି । ଏହି କଳାକାର ଦିବସ ଗତ
ସୁଦର୍ଶନ ଦାରୁସ୍ଥଳୀରେ ହେରାପଞ୍ଚମୀ ଅନୁଷ୍ଠିତ
ବାଲିଅନ୍ତା,୨୦|୭(ଗୋବର୍ଦ୍ଧନ ଦାସ):ଭୁବନେଶ୍ୱର ଉପକଣ୍ଠ ହୀରାପୁର ଗଡ଼କଣ୍ଟୁଣିଆ ଠାରେ ଅବସ୍ଥାପିତ ଶ୍ରୀ ସୁଦର୍ଶନ ଦାରୁସ୍ଥଳୀରେ ନୀତିକ୍ରାନ୍ତି ଅନୁସାରେ ପାଳନ ହେଉଥିବା ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନବଦିନାତ୍ମକ ଘୋଷଯାତ୍ରାର ପଞ୍ଚମ ଦିନ l ଭାଇ ଓ ଭଉଣୀଙ୍କୁ ସାଙ୍ଗରେ ଧରି ମାଉସୀ ଘରକୁ ଆସିଥିବା
ନାଚୁଣୀ କଲେଜରେ ନାରୀ ସଶକ୍ତିକରଣ ଆଲୋଚନାଚ଼କ୍ର।
ଚିଲିକା, ୨୦।୭ :ଆଜି ନାଚୁଣୀ ମହାବିଦ୍ୟାଳୟ ସଭା କକ୍ଷରେ ନାରୀ ସଶକ୍ତି କରଣ ଉପରେ ଏକ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଯାଇଅଛି । ଏଥିରେ କଲେଜର ଅଧ୍ୟକ୍ଷ ଡଃ. ସୁନୀଲ କୁମାର ପଟ୍ଟନାୟକ ପୌରୋହିତରେ କରିଥିଲେ । ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ
ଆଞ୍ଚଳିକ ବିକାଶ ପରିଷଦ ଆନୁକୂଲ୍ୟରେ ଟିକରପଡା ପଂଚାୟତ ରେ ବ୍ୟାପକ ବୃକ୍ଷରୋପଣ
ବାଲିଅନ୍ତା ତା ୧୯/୦୭:- ରିଖ, ରବିବାର ଆଞ୍ଚଳିକ ବିକାଶ ପରିଷଦ ଆନୁକୂଲ୍ୟରେ ଭୁବନେଶ୍ଵର ଉପକଣ୍ଠ ଟିକରପଡା ପଂଚାୟତ ରେ ଟିକରପଡା ଗ୍ରାମ ଠାରୁ ଗଙ୍ଗେଶ୍ୱରପୁର ଶାସନ ଗ୍ରାମ ପର୍ଯ୍ୟନ୍ତ ଦୟାନଦୀ ବନ୍ଧ ରାସ୍ତା କଡ଼ରେ ବ୍ୟାପକ ବୃକ୍ଷରୋପଣ କରାଯାଇଛି। କାର୍ଯ୍ୟକ୍ରମରେ ଧଉଳି
ବ୍ୟବସାୟୀଙ୍କୁ ଆକ୍ରମଣ ଏବଂ ପୁଲିସ ତଦନ୍ତରେ ବାଧା ଦେବା ଅଭିଯୋଗରେ ଜଣେ ଗିରଫ
ବାଲିଅନ୍ତା,୧୮|୭(:ବ୍ୟବସାୟୀଙ୍କୁ ଆକ୍ରମଣ ଏବଂ ପୁଲିସର ତଦନ୍ତରେ ବାଧା ସୃଷ୍ଟି କରିବା ଅଭିଯୋଗରେ ଧଉଳି ଥାନା ପୁଲିସ ଜଣଙ୍କୁ ଗିରଫ କରି ଅଦାଲତ ଚାଲାଣ କରିଛି l ଗିରଫ ଅଭିଯୁକ୍ତ ହେଲେ ସମ୍ପୃକ୍ତ ଥାନା ଅଧିନ ଶିଶୁପାଳଗଡ଼ ଅଞ୍ଚଳର ବାବୁନା ଓରଫ ପ୍ରସନ୍ନ
ବୀର ଶହୀଦ୍ ରଘୁ- ଦିବାକରଆବାସ ସ୍ମୃତି
ଇଉନିଟ୍-୯ପି. ମୁ. ସ୍କୁଲ୍, ଭୁବନେଶ୍ୱରଖ୍ୟାତ ରଣପୁର ପ୍ରଜା ଆନ୍ଦୋଳନସ୍ମୃତି ଚମକାଇ ଦିଏମହାନ ବିପ୍ଳବୀ ରଘୁ- ଦିବାକରଅମର ଶହୀଦ୍ ନୁହେଁ ॥୧॥‘ବାବୁଲି’ ଏକ ଅଖ୍ୟାତ ପଲ୍ଲୀରେନଟ- ଲାବଣ୍ୟଙ୍କ କୋଳେରଘୁନାଥ ବୀର ଜନ୍ମ ଲଭିଥିଲେବିପ୍ଳବୀ କବି ସେ ଭଲେ ॥୨॥ରଚିତ ପୁସ୍ତକ ପ୍ରକାଶିତ କଲେଅରୁଣୋଦୟ
Politics
ଜନଗଣନା କାର୍ଯ୍ୟକ୍ରମ ପାଇଁ ନିଯୁକ୍ତି ପତ୍ର ପ୍ରଦାନ
ବିଏମସିର ବେଆଇନ ୟୁଜରଫି ବିରୁଦ୍ଧରେ ବିଚାର ବିମର୍ଶ ସଭା
Entertainment
ଉନ୍ନତ ମାନର ଚିକିତ୍ସା ଚିକିତ୍ସାଳୟରେ ନାହିଁ, ସେବା ପ୍ରତିନିଧି