କଳାହାଣ୍ଡି,27|12(ପ୍ୟାରିଲାଲ ଦୁର୍ଗା ଙ୍କ ରିପୋର୍ଟ): ଧର୍ମଗଡ଼ ବିଧାନସଭା ମଣ୍ଡଳୀ ବିକାଶ କମିଟି ବୈଠକ ଆଜି ଧର୍ମଗଡ଼ ପଞ୍ଚାୟତ ସମିତି କାର୍ଯ୍ୟାଳୟ ସଭାଗୃହ ଠାରେ ବିଧାୟକ, ଧର୍ମଗଡ଼ ସୁଧୀର ରଞ୍ଜନ ପାଟଯୋଷୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି I ଏହି ସମୀକ୍ଷା ବୈଠକରେ ଶିକ୍ଷା, ସ୍ୱାସ୍ଥ୍ୟ, ପାନୀୟ ଜଳ, ଅନୁସୂଚିତ ଜାତି, ଜନଜାତି, ଖାଦ୍ୟ ସୁରକ୍ଷା, ସହର ଏବଂ ଗ୍ରାମ୍ୟ ସ୍ୱଚ୍ଛତା ଏବଂ ଅନ୍ୟାନ୍ୟ ଉନ୍ନୟନ ମୂଳକ କାର୍ଯ୍ୟ, ଖଣି ସମସ୍ୟା, ଶ୍ରମିକ ସମସ୍ୟା, ଗମନା ଗମନ, ସାମାଜିକ ସୁରକ୍ଷା, ପଶୁପାଳନ, କୃଷି, ମତ୍ସ, ଜଳ ସେଚନ, ଧାନ କ୍ରୟ ବିକ୍ରୟର ସୁବ୍ୟସ୍ଥା ଉପରେ ଆଲୋଚନା କରା ଯାଇଥିଲା l ଧର୍ମଗଡ ବିଧାନସଭା ମଣ୍ଡଳୀର ବିଭିନ୍ନ ସମସ୍ୟା ଓ ତାରା ସମାଧାନ ସମ୍ପର୍କରେ ବିଧାୟକ ଶ୍ରୀ ପାଟଯୋଷୀ ବୈଠକରେ ଦୃଷ୍ଟି ଆକର୍ଷଣ କରିଥିଲେ। ଧର୍ମଗଡ ନିର୍ବାଚନମଣ୍ଡଳୀ କ୍ଷେତ୍ରର ସର୍ବାଙ୍ଗୀନ ଉନ୍ନତି ଓ ବିକାଶ ନିମନ୍ତେ ବିଶେଷ କରି ଶିକ୍ଷା, ସ୍ୱାସ୍ଥ୍ୟ, କୃଷି, ପାନୀୟ ଜଳ, ଜଳସେଚନ, ଗମନାଗମନ ଇତ୍ୟାଦି କ୍ଷେତ୍ରରେ ଉନ୍ନତି ଓ ବିକାଶ ପାଇଁ ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନେ ଅଧିକ ଯତ୍ନବାନ୍ ହୋଇ ଲୋକଙ୍କ ହିତରେ ସେବା ମନୋଭାବ ନେଇ କାମ କରିବା ପାଇଁ ବିଧାୟକ ଶ୍ରୀ ପାଟଯୋଷୀ ପରାମର୍ଶ ଦେଇଥିଲେ। ବର୍ତ୍ତମାନର ସରକାର ହେଉଛନ୍ତି ଲୋକଙ୍କର ସରକାର, ଜନସାଧାରଣଙ୍କ ହିତରେ ସମସ୍ତ ସରକାରୀ ଅଧିକାରୀ କର୍ତ୍ତବ୍ୟ ନିଷ୍ଠା ଭାବରେ କାର୍ଯ୍ୟ କରିବା ପାଇଁ ମାନ୍ୟବର ବିଧାୟକ ପରାମର୍ଶ ଦେଇଥିଲେ। ବିଶେଷ କରି ବିକାଶ ମୂଳକ କାର୍ଯ୍ୟରେ ବିଭାଗୀୟ ଆଧିକାରୀ ମାନେ ବିଶେଷ ଗୁରୁତ୍ୱ ଦେବାକୁ ଶ୍ରୀ ପାଟଯୋଷୀ ପରାମର୍ଶ ଦେଇଥିଲେ l ଏହି ବୈଠକରେ ଜିଲ୍ଲାପାଳ ପାୱାର ସଚିନ ପ୍ରକାଶ, ମୁଖ୍ୟ ଉନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ, ଅଧକାରୀ, ଜିଲ୍ଲାପରିଷଦ, ଦୟାମୟ ପାଢି, ଡି ଏଫ୍ ଓ, କଲାଇ ବନାନ୍, ଉପ ଜିଲ୍ଲାପାଳ ଧର୍ମଗଡ଼ ଧିମାନ ଚାକମା, ଉପ ନିର୍ଦେଶକ, ଜ଼ିଲ୍ଲା ଯୋଜନା ଓ ସମନ୍ଵୟ ବିଭାଗ, ଶ୍ରୀକାନ୍ତ ଦଲେଇ, ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡା ସୁଚେତା ପାଣି, ମୁଖ୍ୟ ଜିଲା କୃଷି ଅଧିକାରୀ ମଳୟ କୁମାର ପରିଡା, ଜିଲ୍ଲା ମୁଖ୍ୟ ଯୋଗାଣ ଅଧିକାରୀ ପବିତ୍ର ମୋହନ ସାହୁଙ୍କ ସମେତ ସମସ୍ତ ଜ଼ିଲ୍ଲା ସ୍ଥରୀୟ ପଦାଧିକାରୀ, ବ୍ଲକ ଉନ୍ନୟନ ଅଧକାରୀ, ତହସିଲଦାର, ର୍ମଗଡ଼, କୋକସରା, କଲମପୁର,ଜୟପାଟଣା,, କାର୍ଯ୍ୟ ନିର୍ବାହୀ ଅଧିକାରୀ ଏନ ଏ ସି, ଧର୍ମଗଡ଼ ପ୍ରମୁଖ ଉପସ୍ଥିତ ଥିଲେ। ଶେଷରେ ଉପ ନିର୍ଦେଶକ ଜିଲ୍ଲା ଯୋଜନା ଓ ସମନ୍ଵୟ ବିଭାଗ ଶ୍ରୀ ଦଲେଇ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ।
ଧର୍ମଗଡ଼ ବିଧାନସଭା ମଣ୍ଡଳୀ ବିକାଶ କମିଟି ବୈଠକ

Social Share On:

Utkal Bulletin Is Now On WhatsApp Join And Get Latest News Updates Delivered To You Via WhatsApp
Social Share On:
Related News
ରାଜନେତା ଓ କାର୍ପୋରେଟଜଗତ ର ବାସ୍ତବ ଚିତ୍ର ହେଉଛି “ପରାଗ’
ଭୁବନେଶ୍ୱର: ସ୍ଥାନୀୟ ଭଞ୍ଜକଳାମଣ୍ଡପ ଠାରେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ, ଓଡିଶା ସଂଗୀତ ଏକାଡେମୀ ଓ ଓଡିଶା ନାଟ୍ୟ ସଙ୍ଘର ମିଳିତ ଆନୁକୂଲ୍ୟରେ ସାମାଜିକ ନାଟକ "ପରାଗ "ମଞ୍ଚସ୍ଥ ହୋଇଯାଇଛି l ନାଟ୍ୟକାର ସୁବାଷ ପଣ୍ଡାଙ୍କ ରଚିତ ତଥା
ବଲାଙ୍ଗିର ଜିଲ୍ଲା ସାମ୍ବାଦିକ ସଂଘ ବିଭିନ୍ନ ଦାବିରେ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର
ବଲାଙ୍ଗିର: ବଲାଙ୍ଗିର ସାମ୍ବାଦିକ ସୁରକ୍ଷା ଆଇନ ତଥା ବିଭିନ୍ନ ଦାବିରେ ବଲାଙ୍ଗୀର ଜିଲ୍ଲା ପେଶାଦାର ସାମ୍ବାଦିକ ସଂଘ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଅତିରିକ୍ତ ଜିଲ୍ଲାପାଳ ପବିତ୍ର ମୋହନ ବେହେରାଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଛି । ଉତ୍କଳ ସାମ୍ବାଦିକ ସଂଘ ରାଜ୍ୟ
କୁଳମଣି ବିଶ୍ୱାଳଙ୍କ “ପ୍ରେମାର୍ଦ୍ଧଶତକ” ପୁସ୍ତକର ହିନ୍ଦୀ ସଂସ୍କରଣ ଉନ୍ମୋଚିତ
ନୂଆଦିଲ୍ଲୀ: ଓଡ଼ିଆ ଭାଷା ସାହିତ୍ୟକୁ ରୁଦ୍ଧିମନ୍ତ କରିବାପାଇଁ ରୀତିଯୁଗୀୟ ସାହିତ୍ୟିରିତିରେ ଓଡ଼ିଆ କବି, ସାହିତ୍ୟିକ, ଲେଖକ, ଚିତ୍ରଶିଳ୍ପୀ ଡ଼ କୁଳମଣି ବିଶ୍ୱାଳଙ୍କ ଦ୍ୱାରା ରଚିତ "ପ୍ରେମାର୍ଦ୍ଧଶତ" କବିତା ପୁସ୍ତକ ହିନ୍ଦୀ ସଙ୍କଳନର ଉନ୍ମୋଚନ ଉତ୍ସବ ସ୍ଥାନୀୟ ଆଇ.ଆଇ.ଏମ.ସି. ସଭାଗୃହଠାରେ ଅନୁଷ୍ଠିତ ହୋଇଯାଇଛି
ଗୋବିନ୍ଦ ସେବାଦଳର କାଉଡିଆ ସେବା
କଲରଙ୍ଗୀଅତା: ପବିତ୍ର ଶ୍ରାବଣ ମାସରେ ପ୍ରଭୁ ଶିବଶଙ୍କର ମୁଣ୍ଡରେ ଜଳଲାଗି କରିବା ପାଇଁ ସାରା ଦେଶରେ କାଉଡ଼ିଆ ମାନେ ଧାଡ଼ିରେ ଯାଇ ଶିବ ମନ୍ଦିର ଅଭିମୁଖେ ଚାଲି ଚାଲି ଯାଉଥିବା ଦେଖିବାକୁ ମିଳୁଛି। କାଉଡିଆମାନେ ନଦୀରୁ ଜଳ ନେଇ ଶିବ ମନ୍ଦିର
ସମକାଳୀନ ଚିତ୍ର ପ୍ରଦର୍ଶନ
ବାଲିଅନ୍ତା: ଶକୁନ୍ତଳା ଆର୍ଟ ଗ୍ୟାଲେରୀ ପକ୍ଷରୁ "ଇନର ଥଟ" ଶିର୍ଷକ ଏକ ଚିତ୍ରକଳା ପ୍ରଦର୍ଶନୀ ଆଜି ପୂର୍ବାହ୍ନ ରେ ଉଦଘାଟିତ ହୋଇଯାଇଛି। ଗ୍ୟାଲେରୀ ନିର୍ଦେଶକ ଜନାର୍ଦ୍ଦନ ପରମଗୁରୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଉତ୍ସବରେ ମୁଖ୍ୟଅତିଥି ରୂପେ ପୁରୀ ଲୋକସଭା ସାଂସଦ ସମ୍ବିତ
ନିର୍ମାଣ ଯୁବ ମହୋତ୍ସବ ୨୦୨୫ ଉଦଯାପିତ
ବାଲିଅନ୍ତା: ବାଳକାଟୀ ର ଅଗ୍ରଣୀ ଶିକ୍ଷାନୁଷ୍ଠାନ ନିର୍ମାଣ ଗ୍ରୁପ୍ ଅଫ୍ ଇନ୍ ଷ୍ଟିଚ୍ୟୁସନ୍ ର ଚଳିତ ବର୍ଷର ନିର୍ମାଣ ଯୁବ ମହୋତ୍ସବ ୨୦୨୫ ଖୁବ୍ ଆଡମ୍ବର ସହକାରେ ଉଦଯାପିତ ହୋଇଯାଇଛି। ନିର୍ମାଣ ଫାଉଣ୍ଡେସନ ଆନୁକୁଲ୍ୟରେ ଆୟୋଜିତ ଏହି ଉତ୍ସବରେ ମୁଖ୍ୟ ଅତିଥି
ଓଡିଶା ଉଦ୍ୟୋଗୀ ପରିବାରର ମାସିକ ବୈଠକ ଅନୁଷ୍ଠିତ
ଭୁବନେଶ୍ୱର: ସ୍ଥାନୀୟ ରସୁଲଗଡ ସ୍ଥିତ ଏସପ୍ଲାନେଡ଼ ଠାରେ ଓଡିଶା ଉଦ୍ୟୋଗୀ ପରିବାରର ମାସିକ ବୈଠକ ଅଧ୍ୟକ୍ଷ ତଥା ବିଶିଷ୍ଟ ଉଦ୍ୟୋଗୀ ଶିବ ନାରାୟଣ ମିଶ୍ରଙ୍କ ସଭାପତିତ୍ବ ଓ ଶ୍ରୀକାନ୍ତ ସାହୁଙ୍କ ସଂଯୋଜନାରେ ଅନୁଷ୍ଠିତ ହୋଇଯାଇଛି l ଉକ୍ତ କାର୍ଯ୍ୟକ୍ରମ ରେ ଓଡିଶା
ଚିତାଲାଗି ଅମାବାସ୍ୟା
ଶ୍ରାବଣ ଅମାବାସ୍ୟା- ଚିତାଲାଗି ଅମାବାସ୍ୟାମହିମା ମଣ୍ଡିତ ପବିତ୍ର ଜଗନ୍ନାଥ ସଂସ୍କୃତି ଏବଂ ଉକôଳୀୟ ପରମ୍ପରାର ଅନନ୍ୟ ନିଦର୍ଶନ ପବିତ୍ର ଚିତାଲାଗି ଅମାବାସ୍ୟା । ବଡ଼ଠାକୁର ଶ୍ରୀବଳଭଦ୍ର, ମହାପ୍ରଭୁ ଶ୍ରୀଜଗନ୍ନାଥ, ଦେବୀ ସୁଭଦ୍ରାଙ୍କ ମସ୍ତକରେ ଶୋଭାପାଉଥିବା ରନô ଖଚିତ ଚିତାଗୁଡ଼ିକୁ ସ୍ନାନପୂର୍ଣ୍ଣିମା ଦିନ
ନାଟକ ରାଜଭୋଗ ମଂଚସ୍ଥ
ଭୁବନେଶ୍ୱର: ପ୍ରାଚୀନ କାଳରୁ ଖାଇବା ପୂର୍ବରୁ ଭଗବାନଙ୍କୁ ଭୋଗ ଅର୍ପଣ କରିବାର ପରମ୍ପରା ରହିଆସିଛି । ମାତ୍ର ଯେତେବେଳେ ରାଜାରାଜୁଡ଼ା ତଥା ଅତ୍ୟାଚାରୀ ମହାରାଜାମାନେ ଶାସନ ଆରମ୍ଭ କଲେ ସେମାନେ ନିଜକୁ ଈଶ୍ୱରଙ୍କ ପ୍ରତିନିଧି ବା ଈଶ୍ୱର ଭାବେ ମନେକଲେ ।
ଶହୀଦ୍ ରଘୁନାଥ ମହାନ୍ତିଙ୍କ ୧୧୬ତମ ଜୟନ୍ତୀ ଅନୁଷ୍ଠିତ
ଭୁବନେଶ୍ୱର: ରଣପୁର ପ୍ରଜା ଆନେ୍ଦାଳନର ନେତୃତ୍ୱ ନେଇ ଶହୀଦ୍ ହୋଇଥିବା ଯୁବ କବି, ବିପ୍ଳବୀ, ସଂଗ୍ରାମୀ ତଥା ନୟାଗଡ଼ ମାଟିର ଅମର ଶହୀଦ୍ ରଘୁନାଥ ମହାନ୍ତିଙ୍କ ୧୧୬ତମ ଜୟନ୍ତୀ ସ୍ଥାନୀୟ ୟୁନିଟ୍ -୯ସ୍ଥିତ ରଘୁ-ଦିବାକରଙ୍କ ପ୍ରତିମୂର୍ତିସ୍ଥଳଠାରେ ପୁଷ୍ପମାଲ୍ୟ ଅର୍ପଣ ସହ ଶ୍ରଦ୍ଧାଞ୍ଜଳି
ମା’ ବାଉତୀ ପୀଠରେ ସଫେଇ କାର୍ଯ୍ୟକ୍ରମ
ଭୁବନ: ଢ଼େଙ୍କାନାଳ ଜିଲ୍ଲା ଭୁବନ ବ୍ଲକ୍ ଅନ୍ତର୍ଗତ ଓଡ଼ିଶ ଗ୍ରାମରେ ଅନୁଷ୍ଠିତ ହୋଇଯାଇଛି ସଫେଇ କାର୍ଯ୍ୟକ୍ରମ ସହ ବୃକ୍ଷରୋପଣ ଅଭିଯାନ। ସାରା ରାଜ୍ୟରେ ବୃକ୍ଷରୋପଣ ଅଭିଯାନ ଆରମ୍ଭ ହୋଇଥିବାବେଳେ ଏହି ଅବସରରେ ଓଡ଼ିଶ ଗ୍ରାମରେ ମଧ୍ୟ ଅନୁରୂପ ବୃକ୍ଷରୋପଣ କାର୍ଯ୍ୟକ୍ରମ କରାଯାଇଛି।
ସରକାର ସମ୍ବେଦନଶୀଳ ହୁଅନ୍ତୁ: ଘରୋଇ ନର୍ସିଂ ବିଦ୍ୟାଳୟ ଓ ମହାବିଦ୍ୟାଳୟ ସଙ୍ଘ
ଭୁବନେଶ୍ୱର: ସ୍ଥାନୀୟ ୟୁନିଟ 9 ସ୍ଥିତ ବୁଦ୍ଧମନ୍ଦିର ପରିସରରେ ଘରୋଇ ନର୍ସିଂ ବିଦ୍ୟାଳୟ ଓ ମହାବିଦ୍ୟାଳୟ ସଙ୍ଘର ବୈଠକ ଅନୁଷ୍ଠିତ ହୋଇଥିଲା l ସଙ୍ଘର ସଭାପତି ଅଜିତ ଦାସ ଓ ସମ୍ପାଦକ ଡ଼ଃ ପ୍ରଦୀପ କୁମାର ବିଶ୍ୱାଳ, କାର୍ଯ୍ୟକାରୀ ସଭ୍ୟା ହିରନମୟ
ଯୁବ ସମାଜସେବୀ ରଞ୍ଜନ ମହାପାତ୍ରଙ୍କୁ ପ୍ରକୃତି ବନ୍ଧୁ ପୁରସ୍କାର
ବାଲିଅନ୍ତା: ମାଆ ପାଇଁ ଗଛଟିଏ 2.o ଅଭିଯାନ ଉପଲକ୍ଷେ ଖୋର୍ଦ୍ଧା ବନଖଣ୍ଡ ଅଧିନସ୍ଥ ବରୁଣେଇ ଶିଆଳିଆ ଠାରେ ଆୟୋଜିତ ବୃକ୍ଷ ରୋପଣ କାର୍ଯ୍ୟକ୍ରମରେ ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ବାଲିଅନ୍ତା ବ୍ଲକ୍ ଯଶୁଆପୁର ଗ୍ରାମର ଯୁବ ସମାଜସେବୀ ରଞ୍ଜନ କୁମାର ମହାପାତ୍ରଙ୍କୁ ସମ୍ମାନ
ପିକକ ପକ୍ଷରୁ ବୃକ୍ଷ ରୋପଣ
ବାଲିଅନ୍ତା: ଅଗ୍ରଣୀ ସ୍ବେଚ୍ଛାସେବୀ ସଂସ୍ଥା ପିପୁଲସ କଲଚରାଲ ସେଣ୍ଟର୍ (ପିକକ୍) ର ଉଦ୍ୟମରେ ବାଲିଅନ୍ତା ବ୍ଲକର ପୁରୋହିତପୁର, ଝିଇଁଣ୍ଟିଶାସନ, ବାଲିଅନ୍ତା ଓ ଜଗନ୍ନାଥପୂର୍ ପଞ୍ଚାୟତର ବିଭିନ୍ନ ସ୍ଥାନରେ ବୃକ୍ଷ ରୋପଣ କାର୍ୟ୍ୟକ୍ରମ ଅନୁଷ୍ଠିତ ହେଲା। ଏହି ଅବସରରେ ଜଗନ୍ନାଥପୁର ପଞ୍ଚାୟତ ସାଇ
ନୂତନ ରେଞ୍ଜ ଅଧିକାରୀଙ୍କୁ ସ୍ବାଗତ ସମ୍ବର୍ଦ୍ଧନା
ବଲାଙ୍ଗୀର: ବଲାଙ୍ଗିର ଜିଲ୍ଲା ଟିଟିଲାଗଡ ଡିଭିଜନ ଅନ୍ତର୍ଗତ ସଇଁନ୍ତଳା କେନ୍ଦୁପତ୍ର ରେଞ୍ଜ ରେ ନୂତନ ଭାବେ ରେଞ୍ଜ ଦାୟିତ୍ବ ଗ୍ରହଣ କରିଥିବା ରେଞ୍ଜ ଅଧିକାରୀ ହେମସାଗାର ସାହୁ ଙ୍କୁ ଆଜି ସଇଁନ୍ତଳା ରେଞ୍ଜ ତରଫରୁ କେନ୍ଦୁପତ୍ର ପତ୍ର ରେଞ୍ଜ ସଭାପତି ପ୍ରଶାନ୍ତ
ଚନ୍ଦନଭାଟି ପେକ୍ସରେ ପ୍ରଥମ ଥର ଲାଗି ଉପଯୁକ୍ତ ମାନ ବହନ କରୁଥିବା ତୈଳ ଜାତୀୟ ବୀଜ କ୍ରୟର ଶୁଭାରମ୍ଭ
ବଲାଙ୍ଗିର: ଓଡିଶା ରାଜ୍ୟ ସମବାୟ ବାଣିଜ୍ୟ ମହାସଂଘ ଲିଃ. ଓ ଆଂଚଳିକ କ୍ଷେତ୍ର ପରିଚାଳକ ମାର୍କଫେଡ଼, ବଲାଙ୍ଗୀରଙ୍କ ଦ୍ୱାରା ବଲାଙ୍ଗୀର ଜିଲ୍ଲାର ଚନ୍ଦନଭାଟି ପେସ୍କରେ ପ୍ରଥମ ଥର ଲାଗି ଉପଯୁକ୍ତ ମାନ ବହନ କରୁଥିବା ତୈଳ ଜାତୀୟ ବୀଜ କ୍ରୟର ଶୁଭାରମ୍ଭ
ମୋବାଇଲ ଚୋରଙ୍କୁ କାବୁ କଲା କଣ୍ଟାବାଞ୍ଜି ରେଲୱେ ଅଟୋ ସଂଘ
ବଲାଙ୍ଗିର: ସ୍ୱତନ୍ତ୍ର ବାର୍ତ୍ତା ବ୍ୟୁରୋ ବଲାଙ୍ଗିର ଜିଲା ର କଣ୍ଟାବାଞ୍ଜି ରେଲୱେ ଷ୍ଟେସନରୁ ମୋବାଇଲ ଚୋରି ଅଭିଯୋଗରେ ତିନି ଅଭିଯୁକ୍ତଙ୍କୁ କାବୁ କରି ଜିଆର୍ପିକୁ ଜିମା ଦେଲେ କଣ୍ଟାବାଞ୍ଜି ରେଲୱେ ଅଟୋ ସଂଘ । ଦିନକୁ ଦିନ କଣ୍ଟାବାଞ୍ଜି ରେଲୱେ ଷ୍ଟେସନରେ
୨୩ ଓ ୨୪ରେ ମାରୱାଡି ମହିଳା ସମିତି ଭୁବନେଶ୍ଵର ପକ୍ଷରୁ ସାଓନ ମେଳା
ଭୁବନେଶ୍ୱର: ମାରୱାଡି ମହିଳା ସମିତି, ଭୁବନେଶ୍ବର ଶାଖା ପକ୍ଷରୁ ଆସନ୍ତା ୨୩ ଓ ୨୪ ଜୁଲାଇରେ ସାନ ମେଳାର ଆୟୋଜନ ହେବାକୁ ଯାଉଅଛି । ଏହି ସମିତି ମହିଳାମାନଙ୍କ ପ୍ରତିଭା ଏବଂ ଉଦ୍ୟୋଗୀ ମନୋଭାବକୁ ପ୍ରଦର୍ଶନ କରିବା ପାଇଁ ଏକ ପ୍ଲାଟଫର୍ମ
ସ୍ୱେଚ୍ଛାସେବୀଙ୍କ ଦ୍ୱାରା ସ୍ୱଚ୍ଛତା ଅଭିଯାନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ
ଭୁବନ: ସାରା ରାଜ୍ୟରେ ବୃକ୍ଷରୋପଣ ଅଭିଯାନ ଚାଲିଥିବାବେଳେ ଏହି ଅବସରରେ ଢ଼େଙ୍କାନାଳ ଜିଲ୍ଲା ଭୁବନ ବ୍ଲକ୍ ଅନ୍ତର୍ଗତ ଓଡ଼ିଶ ଗ୍ରାମପଂଚାୟତରେ ମଧ୍ୟ ସାମାଜିକ ଅନୁଷ୍ଠାନ ଉତ୍କଳ ବୁଲେଟିନ ଚାରିଟେବଲ ଟ୍ରଷ୍ଟ ର ସ୍ୱେଚ୍ଛାସେବୀମାନଙ୍କ ଦ୍ୱାରା ସଫେଇ କାର୍ଯ୍ୟ ସହ ବୃକ୍ଷରୋପଣ କାର୍ଯ୍ୟକ୍ରମ
ଦିଲ୍ଲୀ ପବ୍ଲିକ୍ ସ୍କୁଲରେ ବାହୁଡ଼ାଯାତ୍ରା ଉପଲକ୍ଷେ ସାଂସ୍କୃତିକ କାର୍ଯ୍ୟକ୍ରମ
ଭୁବନେଶ୍ୱର: ଦିଲ୍ଲୀ ପବ୍ଲିକ୍ ସ୍କୁଲର ଶ୍ରେଣୀର୩ ର ଛାତ୍ରଛାତ୍ରୀମାନେ ଅତି ଆନନ୍ଦ ଓ ଭକ୍ତିଭାବରେ ଶ୍ରୀଜଗନ୍ନାଥଙ୍କର ରଥଯାତ୍ରା ଓ ବାହୁଡ଼ାଯାତ୍ରା ଉତ୍ସବ ପାଳନ କରିଛନ୍ତି। ଏହି ଅବସରରେ ଛାତ୍ରଛାତ୍ରୀମାନେ ନିଜ ହସ୍ତରେ କାଗଜ ଓ ରଙ୍ଗିନ କାଗଜରେ ଛୋଟ ରଥ ତିଆରି

Politics

ମନ୍ଦାକିନୀ ବାଣୁଆଁ ବଲାଙ୍ଗୀରର ଯୁବ କଂଗ୍ରେସ ପ୍ରଭାରୀ

ବଲାଙ୍ଗିରର ବିକାଶ ସାରା ରାଜ୍ୟ ଓ ଦେଶର ବିକାଶ: ଧର୍ମେନ୍ଦ୍ର ପ୍ରଧାନ
Entertainment

ବଳଙ୍ଗା ପୀଡିତାଙ୍କ ଶେଷକୃତ୍ୟ ସମ୍ପନ୍ନ
