ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂହ ଧୋନି ନୂଆ ରେକର୍ଡ କରିଛନ୍ତି। ସେ ଏହି ଟି-୨୦ ଟୁର୍ନାମେଣ୍ଟ ଇତିହାସରେ ୧୫୦ଟି ବିଜୟୀ ମ୍ୟାଚରେ ସାମିଲ ହେବାରେ ପ୍ରଥମ ଖେଳାଳି ହୋଇପାରିଛନ୍ତି। ରବିବାର ହାଇଦ୍ରାବାଦ ବିପକ୍ଷରେ ଚେନ୍ନାଇ ବିଜୟ ହାସଲ କରିଛି । ଏହା ସହ। ସେ ଏହି ଟି-୨୦ ଟୁର୍ନାମେଣ୍ଟ ଇତିହାସରେ ୧୫୦ଟି ବିଜୟୀ ମ୍ୟାଚରେ ସାମିଲ ହୋଇପାରିଛନ୍ତି I ଇଣ୍ଡିଆନ ପ୍ରିମିୟର ଲିଗ୍(IPL) ଆରମ୍ଭ ହେବା ପରଠାରୁ ଧୋନି ଅଂଶଗ୍ରହଣ କରିଆସୁଛନ୍ତି। ତାଙ୍କ ଅଧିନାୟକତ୍ୱରେ ଚେନ୍ନାଇ ପାଞ୍ଚ ଥର ଟ୍ରଫି ଜିତିଛି। ଚଳିତ ସଂସ୍କରଣରେ ଧୋନି ଅଧିନାୟକତ୍ୱ କରୁନାହାନ୍ତି। ତାଙ୍କ ସ୍ଥାନରେ ଋତୁରାଜ ଗାଏକ୍ୱାଡ କ୍ୟାପ୍ଟେନ ଅଛନ୍ତି। ସେ ଏପର୍ୟ୍ୟନ୍ତ ୨୫୯ଟି ମ୍ୟାଚ୍ ଖେଳିସାରିଲେଣି। ୧୩୩ଟି ଆଇପିଏଲ ବିଜୟୀ ହେବାରେ ପ୍ରଥମ ଅଧିନାୟକ ହେଉଛନ୍ତି ଧୋନି। ଗତକାଲି ଚେନ୍ନାଇର ଚିପକ ଷ୍ଟାଡିୟମରେ ଖେଳାଯାଇଥିବା ମ୍ୟାଚରେ ହାଇଦ୍ରାବାଦକୁ ୭୮ ରନରେ ପରାସ୍ତ କରିଥିଲା ଚେନ୍ନାଇ। ପ୍ରଥମେ ବ୍ୟାଟିଂ କରି ଚେନ୍ନାଇ ୨୧୨ ରନ୍ ସଂଗ୍ରହ କରିଥିବା ବେଳେ ହାଇଦ୍ରାବାଦ ୧୩୪ ରନରେ ଅଲ୍ ଆଉଟ୍ ହୋଇ ଯାଇଥିଲା।
Utkal Bulletin Is Now On WhatsApp Join And Get Latest News Updates Delivered To You Via WhatsApp
Social Share On:
Related News
ରଜର ରାଣୀ ହେଲେ ଅର୍ପିତା ନାୟକବିଜେତାଙ୍କୁ ୫ ହଜାର ଟଙ୍କାର ଆର୍ଥିକ ପୁରସ୍କାର ପ୍ରଦାନ
ବାଲିଅନ୍ତା ୧୬/୦୬:- (ଗୋବର୍ଦ୍ଧନ ଦାସ):- ଓଡ଼ିଶାର ଗଣପର୍ବ ପବିତ୍ର ରଜ ମହୋତ୍ସବ ଅବସରରେ ଗ୍ରୀନ ଜୟଦେବ ଫାଉଣ୍ଡେସନ ପକ୍ଷରୁ ସ୍ଥାନୀୟ ଗଡ଼କଣ୍ଟୁଣିଆ ସ୍ଥିତ ପବିତ୍ର ସୁଦର୍ଶନ ଦାରୁ ପୀଠ ନିକଟରେ ୫ମ ରଜ ମହୋତ୍ସବ ଆଡ଼ମ୍ବର ସହକାରେ ଉଦଯାପିତ ହୋଇଯାଇଛି। ଓଡ଼ିଆ
ନୂଆଗାଁରେ ପାମେଲା ଓ ଧଉଳିରେ ଇରାଙ୍କ ଗୀତରେ ଝୁମିଲେ ଦର୍ଶକନୂଆଗାଁ ଓ ଧଉଳି ବିକାଶ ମଞ୍ଚରେ ରଜ ମହୋତ୍ସବ ଉଦଯାପିତ
ବାଲିଅନ୍ତା,୧୬|୬(ଗୋବର୍ଦ୍ଧନ ଦାସ):ରଜ ପର୍ବର ଶେଷ ଦିନରେ ଧଉଳି ବିକାଶ ମଞ୍ଚରେ ଓଲିଉଡ଼ର ପ୍ରଖ୍ୟାତ କଣ୍ଠଶିଳ୍ପୀ ଇରା ମହାନ୍ତି ଏବଂ ନୂଆଗାଁ ଗ୍ରାମୀଣ ବିକାଶ ମଞ୍ଚରେ ବଲିଉଡର ଖ୍ୟାତିସମ୍ପର୍ଣ୍ଣ କଣ୍ଠଶିଳ୍ପୀ ପାମିଲା ଜୈନଙ୍କ ଗୀତରେ ଝୁମିଛନ୍ତି ଦର୍ଶକ l ୨ କଣ୍ଠଶିଳ୍ପୀ ଗୋଟାକ
ରଜ ଉପଲକ୍ଷେ ବିଦ୍ୟାଳୟ ପରିସର ସଫେଇ
ଭୁବନ: ଓଡ଼ିଶାର ଗଣପର୍ବ ତଥା କୃଷିର ପର୍ବ ରଜ ଅବସରରେ ସାରା ଓଡ଼ିଶା ଉତ୍ସବ ମୁଖର। ଏହି ରଜ ଉତ୍ସବ ଉପଲକ୍ଷେ ଢ଼େଙ୍କାନାଳ ଜିଲ୍ଳା ଭୁବନ ବ୍ଲକ୍ ଅନ୍ତର୍ଗତ ଓଡ଼ିଶ ଗ୍ରାମରେ ଦେଖିବାକୁ ମିଳିଛି ସଫେଇ କାର୍ଯ୍ୟକ୍ରମ। ଏହି ସଫେଇ କାର୍ଯ୍ୟକ୍ରମକୁ
ବଉଳାବନ୍ଧରେ ଭାଗବତ ପ୍ରବଚନ କାର୍ଯ୍ୟକ୍ରମ ।
ଚିଲିକା,୧୬ I୬:ଚିଲିକା ବ୍ଲକ ଅନ୍ତର୍ଗତ ବଉଳାବନ୍ଧ ଗ୍ରାମର ମଙ୍ଗରାଜପୁର ଠାରେ ପ୍ରତି ସଂକ୍ରାନ୍ତୀରେ ଅନୁଷ୍ଠିତ ହେଉଥିବା ଭାଗବତ ପ୍ରବଚନ କାର୍ଯ୍ୟକ୍ରମର ଅଂଶ ସ୍ଵରୂପ ଚ଼ଳିତ ମାସ ରଜସଂକ୍ରାନ୍ତୀ ଦିନ ଅନୁଷ୍ଠିତ ହୋଇଯାଇଅଛି । ସଂନ୍ଧ୍ୟା ସମୟରେ ଭାଗବତ ପାଠ ଓ ନାମ
ଓଡ଼ିଆ ଭାଷା,ସାହିତ୍ୟର କର୍ଣ୍ଣଧାର ଥିଲେ ବ୍ୟାସକବି ଫକୀର ମୋହନ ସେନାପତି
ଭୁବନେଶ୍ୱର ତା 15/06/26 ପୁଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନ, ବ୍ୟାସକବି ଫକୀର ମୋହନ ସେନାପତି ସ୍ମୃତି ସଂସଦ ପକ୍ଷରୁ ସ୍ଥାନୀୟ ବାଣୀବିହାର ସ୍ଥିତ ପ୍ରତିମୂର୍ତ୍ତି ସ୍ଥଳରେ ଓଡ଼ିଆ ଭାଷା, ସାହିତ୍ୟ, ସଂସ୍କୃତି ପ୍ରାଣ, ମହାନ କଥାକାର ବ୍ୟାସକବି ଫକୀର ମୋହନ ସେନାପତିଙ୍କ
ଧଉଳି ବିକାଶ ମଞ୍ଚର ଦ୍ଵିତୀୟ ରଜ ସମାରୋହରୁକସାନା ଗୀତରେ ଦର୍ଶକ ବିଭୋର
ବାଲିଅନ୍ତା,୧୫|୬(ଗୋବର୍ଦ୍ଧନ ଦାସ):ଐତିହ୍ୟ ପର୍ଯ୍ୟଟନ ସ୍ଥଳୀ ଶାନ୍ତିସ୍ତୁପ ଧଉଳି ପାଦଦେଶରେ ଧଉଳି ବିକାଶ ମଞ୍ଚ ପକ୍ଷରୁ ଦ୍ଵିତୀୟ ରଜ ମହୋତ୍ସବ ମହାସମାହୋରରେ ଅନୁଷ୍ଠିତ ହୋଇଯାଇଛି l ଉପଦେଷ୍ଟା ରହିନ୍ଦ୍ର କୁମାର ପାତ୍ର ଏବଂ ଆବାହକ ଚିନ୍ମୟ ରଞ୍ଜନ ପ୍ରଧାନଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି
ଗ୍ରୀନ ଜୟଦେବ ଫାଉଣ୍ଡେସନର ୫ମ ରଜ ମହୋତ୍ସବ ଅନୁଷ୍ଠିତ
୧୬/୦୬(ଗୋବର୍ଦ୍ଧନ ଦାସ):-ଓଡ଼ିଶାର ଗଣପର୍ବ ପବିତ୍ର ରଜ ମହୋତ୍ସବ ଅବସରରେ ଗ୍ରୀନ ଜୟଦେବ ଫାଉଣ୍ଡେସନ ପକ୍ଷରୁ ସ୍ଥାନୀୟ ଗଡ଼କଣ୍ଟୁଣିଆ ସ୍ଥିତ ପବିତ୍ର ସୁଦର୍ଶନ ଦାରୁ ପୀଠ ନିକଟରେ ୫ମ ରଜ ମହୋତ୍ସବ ଆଡ଼ମ୍ବର ସହକାରେ ଉଦଘାଟିତ ହୋଇଯାଇଛି। ଓଡ଼ିଆ ସଂସ୍କୃତି ଓ ପରମ୍ପରାର
ଶିଶୁପାଳଗଡ଼ ରଜ ମହୋତ୍ସବ -୨୦୨୬ ଦ୍ୱିତୀୟ ସଂନ୍ଧ୍ୟା
ବାଲିଅନ୍ତା, ୧୫/୦୬/(ଗୋବର୍ଦ୍ଧନ ଦାସ):- ଶିଶୁପାଳଗଡ଼ ଦୁର୍ଗାପୂବଜା ପଡ଼ିଆରେ ଆୟୋଜିତ ତିନିଦିନିଆ ରଜ ମହୋତ୍ସବ-୨୦୨୬ ର ଦ୍ୱିତୀୟ ସଂନ୍ଧ୍ୟାରେ ପୁରୀ ରାଜ୍ୟ ସଭା ସାଂସଦ ଶୁଭାଶିଷ ଖୁଣ୍ଟିଆ ମୁଖ୍ୟ ଅତିଥି ଭାବେ ଯୋଗଦେଇ ମହାପ୍ରଭୁ ଜଗନ୍ନାଥଙ୍କ ନିକଟରେ ପ୍ରଦୀପ ପ୍ରଜ୍ଜଳନ କରି ଆନୁଷ୍ଟାନିକ
ଓଡ଼ିଆ ଭାଷା,ସାହିତ୍ୟର କର୍ଣ୍ଣଧାର ଥିଲେ ବ୍ୟାସକବି ଫକୀର ମୋହନ ସେନାପତି
ଭୁବନେଶ୍ୱର ତା 15/06/26 ପୁଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନ, ବ୍ୟାସକବି ଫକୀର ମୋହନ ସେନାପତି ସ୍ମୃତି ସଂସଦ ପକ୍ଷରୁ ସ୍ଥାନୀୟ ବାଣୀବିହାର ସ୍ଥିତ ପ୍ରତିମୂର୍ତ୍ତି ସ୍ଥଳରେ ଓଡ଼ିଆ ଭାଷା, ସାହିତ୍ୟ, ସଂସ୍କୃତି ପ୍ରାଣ, ମହାନ କଥାକାର ବ୍ୟାସକବି ଫକୀର ମୋହନ ସେନାପତିଙ୍କ
ଐତିହ୍ୟ ସ୍ଥଳରେ ଧୁମଧାମରେ ପାଳିଲେ ପହିଲି ରଜ
ବାଲିଅନ୍ତା,୧୪|୬(ଗୋବର୍ଦ୍ଧନ ଦାସ ): ଐତିହ୍ୟ ସ୍ଥଳି ଧଉଳି ଗୋପୀନାଥପୁର ମହିଳା ମହାସଂଘ ପକ୍ଷରୁ ୧0 ମ ରଜ ମହୋତ୍ସବ ପାଳିତ ହୋଇଯାଇଛି । ରଶ୍ମିପ୍ରଭା ସାମନ୍ତରାୟଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ମହୋତ୍ସବରେ ‘କାପୋକ’ର ଅଧକ୍ଷ ସଂଗ୍ରାମ କେଶରୀ ପାଇକରାୟ ମୁଖ୍ୟ ଅତିଥି
ଶିଶୁପାଳଗଡ଼ରେ ଧୁମଧାମରେ ପାଳିତ ହେଲା ରଜ ମହୋତ୍ସବ-୨୦୨୬
ବାଲିଅନ୍ତା,୧୪|୬(ଗୋବର୍ଦ୍ଧନ ଦାସ):ଆମ ସଂସ୍କୃତି ଓ ପରମ୍ପରାର ଅନନ୍ୟ ପର୍ବ ହେଉଛି ରଜ l ଏହାକୁ ଛୋଟ ଠାରୁ ବୟସ୍କ ପର୍ଯ୍ୟନ୍ତ ପାଳନ କରନ୍ତି l ଖାସକରି ଯୁବତୀ ଓ ମହିଳା ମାନେ ଏହି ପର୍ବ ପାଳନ କରିଥାନ୍ତି ବୋଲି ଶିଶୁପାଳଗଡ଼ ଦଶହରା
କୁଶଭଦ୍ରା ନଦୀ ପୁନଃରୁଦ୍ଧାର ପାଇଁ ଜଳ ସମ୍ପଦ ବିଭାଗର ସର୍ବୋଚ୍ଚ ମୁଖ୍ୟ ଯନ୍ତ୍ରୀଙ୍କ ସହିତ ଆଲୋଚନା
ରାମଚନ୍ଦ୍ରପୁର ବ୍ୟାରେଜ ନିର୍ମାଣ କାମକୁ ଶୀଘ୍ର ସାରିବା ସହିତ ନଦୀର ମୁହାଣ ଖୋଲିବାକୁ ଦାବି l ଭୁବନେଶ୍ୱର ତା 14 l 6 l ମହାନଦୀ ବଞ୍ଚାଅ ଆନ୍ଦୋଳନ ର ଆବାହକ ଶ୍ରୀଯୁକ୍ତ ସୁଦର୍ଶନ ଦାସ ଙ୍କ ନେତୃତ୍ୱ ରେ "କୁଶଭଦ୍ରା
ଶିଶୁପାଳଗଡ଼ରେ ହେବ ପ୍ରଥମ ରଜମହୋତ୍ସବ
ବାଲିଅନ୍ତା,୧୨|୬(ଗୋବର୍ଦ୍ଧନ ଦାସ):ଶିଶୁପାଳଗଡ଼ ଗ୍ରାମର ଦଧିବାମନଦେବ ସେବା ସମିତି ପକ୍ଷରୁ ଚଳିତବର୍ଷ ପ୍ରଥମ ରଜ ମହୋତ୍ସବ ଅନୁଷ୍ଠିତ ହେବାକୁ ଯାଉଛି l ଏନେଇ ଆଜି ଆୟୋଜକଙ୍କ ପକ୍ଷରୁ ହୋଟେଲ ଚାନ୍ସଲରରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା l ଓଡିଶାର ଗଣପର୍ବ ରଜ
ଶ୍ୟାମପ୍ରିୟା କଳା ସଂସ୍ଥାନ , ଦିଲ୍ଲୀ ପକ୍ଷରୁ summer workshop ra closing ceremony
Bhubaneswar-: ୟୁନିଟ୍ ୪ସ୍ଥିତ , ବୁଦ୍ଧ ମନ୍ଦିରର ନୁତନ ପ୍ରେକ୍ଷାଳୟ ଠାରେ , ଗତ ଜୁନ୍ ୧୦ତାରିଖ ଦିନ ଶ୍ୟାମପ୍ରିୟା କଳା ସଂସ୍ଥାନ , ଦିଲ୍ଲୀ ପକ୍ଷରୁ summer workshop ra closing ceremony ଉପଲକ୍ଷେ ସାଂସ୍କୃତିକ କାର୍ଯ୍ୟକ୍ରମ ହୋଇଥିଲା ଏହି
ଯୁବ ସାମ୍ବାଦିକ ପବିତ୍ର ଗୌଡ଼ ଥିଲେ ଜଣେ ଦକ୍ଷ, ନିଷ୍ଠାପର ସରଳ ବ୍ୟକ୍ତିତ୍ୱର ଅଧିକାରୀ
ଭୁବନେଶ୍ୱର ତା 10/06/26 ଯୁବ ସାମ୍ବାଦିକ, ଗାଳ୍ପିକ, ସିନେ ସମୀକ୍ଷକ,ସ୍ବର୍ଗତ ପବିତ୍ର କୁମାର ଗୌଡ଼ଙ୍କ ସ୍ମୃତିଚାରଣ ଓ ଶ୍ରଦ୍ଧାଞ୍ଜଳି କାର୍ଯ୍ୟକ୍ରମ ସ୍ଥାନୀୟ ଜୟଦେବ ଭବନ ସ୍ଥିତ, ପ୍ରଦର୍ଶନୀ କକ୍ଷରେ "ସାମ୍ବାଦିକ ପବିତ୍ର କୁମାର ଗୌଡ଼ ସ୍ମୃତି କମିଟି "ପକ୍ଷରୁ ସାମ୍ବାଦିକ ତଥା
୫ମ ରଜ ମହୋତ୍ସବ ନିମନ୍ତେ ପ୍ରସ୍ତୁତୀ ବୈଠକ
ବାଲିଅନ୍ତା,୧0|୬():ଓଡ଼ିଶାର ପାରମ୍ପରିକ ଗଣପର୍ବ ‘ରଜ’ ଉପଲକ୍ଷେ ଆସନ୍ତା ୧୫ ଓ ୧୬ ତାରିଖରେ ପବିତ୍ର ସୁଦର୍ଶନ ଦାରୁ ପୀଠ ନିକଟରେ ୫ମ ରଜ ମହୋତ୍ସବ ସହ ଏକ ଭବ୍ୟ ‘ରଜ ରାଣୀ’ ପ୍ରତିଯୋଗିତା ଅନୁଷ୍ଠିତ ହେବାକୁ ଯାଉଛି। ଅଗ୍ରଣୀ ସାମାଜିକ ଅନୁଷ୍ଠାନ
ସଫେଇ କର୍ମଚାରୀଙ୍କ ଧାରଣା, ୨ ମାସ ହେଲା ମିଳିନି ଦରମା
ବାଲିଅନ୍ତା,୧0|୬(ଗୋବର୍ଦ୍ଧନ ଦାସ):ବାଲିଅନ୍ତା ବ୍ଲକ ଅଧିନ ବାଳକାଟି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର, ଭିଙ୍ଗାରପୁର, ବେଣୁପୁର ଏବଂ ସରକଣା ଉପ ସ୍ୱାସ୍ଥ୍ୟକେନ୍ଦ୍ରରେ "ନିର୍ମଳ" ଯୋଜନା ମାଧ୍ୟମରେ କାର୍ଯ୍ୟରତ କର୍ମଚାରୀ ମାନେ ଗତ ୨ ମାସହେଲା ଦରମା ପାଇନାହାନ୍ତି l କର୍ମଚାରୀ ମାନେ ଏନେଇ ବାରମ୍ବାର ଉଚ୍ଚ
ଗୁପ୍ତା ଇଭେଣ୍ଟ୍ ପକ୍ଷରୁ ଜନତା ମଇଦାନ ଠାରେ ରଜ ଉତ୍ସବ
ଭୁବନେଶ୍ୱର: ରଜ ଉତ୍ସବକୁ ଆଖି ଆଗରେ ରଖି ରାଜଧାନୀ ଭୁବନେଶ୍ୱରସ୍ଥିତ ଜନତା ମଇଦାନ ଠାରେ ଗୁପ୍ତା ଇଭେଂଟ ମ୍ୟାନେଜମେଂଟ ତରଫରୁ ଆୟୋଜନ କରାଯାଇଛି। ଏହି ରଜ ଉତ୍ସବ ଜୁନ୍ ୧୭ ତାରିଖ ପର୍ଯ୍ୟନ୍ତ ଚାଲୁ ରହିବ। ଆୟୋଜିତ ରଜ ଉତ୍ସବ ରେ
ଓଡିଶାର ପ୍ରଥମ ମହିଳା ମୁଖ୍ୟମନ୍ତ୍ରୀ ତଥା ମହିଳାଙ୍କ ଆଦର୍ଶ ଥିଲେ ନନ୍ଦିନୀ ଶତପଥୀ
ଭୁବନେଶ୍ୱର ତା 09/06/26 ପୁଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନ, ଓଡିଶା ସରକାରଙ୍କ ଭାଷା, ସାହିତ୍ୟ, ସଂସ୍କୃତି ବିଭାଗ ତଥା ବିଭିନ୍ନ ସଂଗଠନ ପକ୍ଷରୁ ଓଡିଶାର ପ୍ରଥମ ମହିଳା ମୁଖ୍ୟମନ୍ତ୍ରୀ, ପ୍ରାକ୍ତନ କେନ୍ଦ୍ରମନ୍ତ୍ରୀ, ବିଶିଷ୍ଟ ସାହିତ୍ୟିକା ତଥା ବହୁମୁଖି ପ୍ରତିଭାଦୀପ୍ତା ବ୍ୟକ୍ତିତ୍ୱ ସ୍ବର୍ଗତ
ସରପଞ୍ଚଙ୍କ ମହାନତା ,ନଦୀର ପ୍ରଖର ସୁଅରେ ଦେଢ଼ ବର୍ଷର ଶିଶୁକନ୍ୟାକୁ ନଦୀ ପାରକଲେ
ବାଲିଅନ୍ତା,୯|୬ (ଗୋବର୍ଦ୍ଧନ ଦାସ):ପୁଣ୍ୟତୋୟା ଭାର୍ଗବୀ ନଦୀର ପ୍ରଖର ସୁଅରେ ଜଣେ ଦେଢ଼ ବର୍ଷର ଶିଶୁକନ୍ୟାକୁ କାଖରେ କାଖେଇ ନଦୀ ପାର କରି ମହାନତାର ପରିଚୟ ଦେଇଛନ୍ତି ବାଲିଅନ୍ତା ବ୍ଲକ ଝିଣ୍ଟିଶାସନ ପଞ୍ଚାୟତର ସରପଞ୍ଚ ସିତୁ ଓରଫ ଅଜିତ କୁମାର ପାତ୍ର l
Politics
ଜନଗଣନା କାର୍ଯ୍ୟକ୍ରମ ପାଇଁ ନିଯୁକ୍ତି ପତ୍ର ପ୍ରଦାନ