ଭୁବନେଶ୍ୱର: ଭୁବନେଶ୍ୱର ଗ୍ରାମାଞ୍ଚଳ ଶିଶୁ ବିକାଶ ପ୍ରକଳ୍ପ ଅଧିକାରୀ (ସିଡିପିଓ) କବିତା ମହାପାତ୍ରଙ୍କ ନିଜ ଅଧିନରେ ଥିବା ଅଙ୍ଗନବାଡ଼ି କେନ୍ଦ୍ରରେ ବ୍ୟାପକ ଦୁର୍ନୀତି, ଅନିୟମିତତା ଓ ନିଜ ବିଭାଗର ଅଙ୍ଗନବାଡ଼ି ସୁପରଭାଇଜରଙ୍କ କାର୍ଯ୍ୟକଳାପ ନେଇ ଅଭିଯୋଗ ତଥା ସବୁଠାରୁ ସ୍ପର୍ଶକାତର ପ୍ରସଙ୍ଗ ଅଙ୍ଗନବାଡ଼ି କେନ୍ଦ୍ରକୁ ଗର୍ଭବତୀ ମହିଳା ଓ ଶିଶୁମାନଙ୍କ ପାଇଁ ଆସୁଥିବା ଛତୁଆ ଓ ବିଭିନ୍ନ ପ୍ରକାର ପୁଷ୍ଟିକର ଖାଦ୍ୟଗୁଡ଼ିକ ନିମ୍ନମାନର ହେଉଥିବା ନେଇ ଅଭିଯୋଗ ବିଭିନ୍ନ ଗଣମାଧ୍ୟମରେ ପ୍ରକାଶିତ ହେବା ସହିତ ସ୍ଥାନୀୟ ବୁଦ୍ଧିଜୀବୀ, ଜନସାଧାରଣ ପ୍ରକାଶ କରିଥିଲେ । ଏହି ପରିପ୍ରେକ୍ଷୀରେ ଯୁବ ସାମ୍ବାଦିକ ତଥା ପୂଜ୍ୟପୂଜା ସଂସ୍କୃତି ସୁରକ୍ଷାର ଅଭିଯାନର ମୁଖପାତ୍ର ଅରବିନ୍ଦ ତ୍ରିପାଠୀ ଓଡ଼ିଶା ମାନବ ଅଧିକାର ଆୟୋଗଙ୍କ ଦୃଷ୍ଟି ଆକର୍ଷଣ କରିବା ସହିତ ତଦନ୍ତ କରିବା ପାଇଁ ଅନୁରୋଧ କରିଥିଲେ । ଓଡ଼ିଶା ମାନବ ଅଧିକାର ଆୟୋଗ ଏ ସମ୍ପର୍କରେ କେସ୍ ନଂ ୬୬୯ ତା ୦୪.୦୪.୨୦୨୪ ପତ୍ର ସଂଖ୍ୟା ୬୮୯୦ରେ ଏକ ମାମଲା ରୁଜୁ କରି ତାହା ଖୋର୍ଦ୍ଧା ଜିଲ୍ଲାପାଳଙ୍କ ତଦନ୍ତ କରିବା ପାଇଁ ଓ ଶେଷ ଶୁଣାଣୀ କରିବା ପାଇଁ ୨୪.୦୬.୨୦୨୪କୁ ଧାର୍ଯ୍ୟ କରିଛନ୍ତି । ଭୁବନେଶ୍ୱର ଗ୍ରାମ୍ୟ ସିଡ଼ିପିଓଙ୍କ ଅଧିନରେ ପ୍ରାୟ ୧୯୦ଟି ଅଙ୍ଗନବାଡ଼ି କେନ୍ଦ୍ର ରହିଛି । ଏହି କେନ୍ଦ୍ର ଗୁଡ଼ିକର ତଦନ୍ତ କରିବା ପାଇଁ ମଧ୍ୟ ସ୍ଥାନୀୟ ଗ୍ରାମବାସୀ ଓ ବୁଦ୍ଧିଜୀବୀ ଦାବି ଓ ଅନୁରୋଧ କରି ଅଛନ୍ତି ।
ପଞ୍ଜିକୃତ ଓ ତଦନ୍ତ ପରିସରଭୁକ୍ତ ହେଲା ଅଙ୍ଗନବାଡ଼ିରେ ଗର୍ଭବତୀ ମହିଳା ଓ ଶିଶୁଙ୍କୁ ପ୍ରଦାନ ଦିଆଯାଉଥିବା ନିମ୍ନମାନର ଖାଦ୍ୟ
Social Share On:
Utkal Bulletin Is Now On WhatsApp Join And Get Latest News Updates Delivered To You Via WhatsApp
Social Share On:
Related News
ଶ୍ରୀ ସୁଦର୍ଶନ ଦାରୁ ପୀଠରେ ବିଶ୍ବ ପଖାଳ ଦିବସ ପାଳନ
ବାଲିଅନ୍ତା: ୨୦/୩ : ଭୁବନେଶ୍ୱର ଉପକଣ୍ଠ ବାଲିଅନ୍ତା ବ୍ଲକ ଶ୍ରୀ ସୁଦର୍ଶନ ଦାରୁ ପୀଠ ଅରଣ୍ୟରେ ମାର୍ଚ୍ଚ ୨୦, ଓଡ଼ିଆ ଜାତିର ପରିଚୟ ଏବଂ ପରମ୍ପରାର ଦିନ। ସାରା ବିଶ୍ୱରେ ଆଜି ‘ବିଶ୍ୱ ପଖାଳ ଦିବସ’ ବେଶ୍ ଉତ୍ସାହର ସହ ପାଳନ
ଗ୍ରାହକଙ୍କୁ ବିଲ୍ ନ ଦେବାରୁ ଦୋକାନୀ ଦେଲା ୧ ଲକ୍ଷ ଟଙ୍କା ଜରିମାନା
କଳାହାଣ୍ଡି,୨0|୩(ପ୍ୟାରିଲାଲ ଦୁର୍ଗା ଙ୍କ ରିପୋର୍ଟ):- ଗ୍ରାହକଙ୍କୁ ବିଲ୍ ନ ଦେବା ଏକ ଦୋକାନ ପାଇଁ ମହଙ୍ଗା ପଡିଛି । କଳାହାଣ୍ଡି ଜିଲା ଉପଭୋକ୍ତା ବିବାଦ ନିବାରଣ କମିଶନ (ଖାଉଟି ଅଦାଲତ)ରେ ଉକ୍ତ ଦୋକାନ ଦଣ୍ଡିତ ହୋଇଛି। ଶହେ ଟଙ୍କାର ସାମଗ୍ରୀ ପାଇଁ
ମଧ୍ୟ୍ୟପ୍ରାଚ୍ୟରେ ମହାଯୁଦ୍ଧ ର ଭୟଙ୍କର ପରିସ୍ଥିତି
ନୂଆଦିଲ୍ଲୀ :20/03/26 Priyabrata Barik: ମଧ୍ୟପ୍ରାଚ୍ୟରେ ମହାଯୁଦ୍ଧକୁ ନେଇ D G C A ର ଆଡ଼ଭାଇଜର ଜାରି କଲା ଭାରତ ସରକାର, ଯୁଦ୍ଧର ଭୟଙ୍କର ସ୍ଥିତିକୁ ନଜରରେ ରଖି ମଧ୍ୟପ୍ରାଚ୍ୟରେ ଥିବା ଭରରୀୟ ନାଗରିକଙ୍କୁ ଉଡାଣ ଯାତ୍ରା ନକରିବାକୁ ପରାମର୍ଶ
ଜୁନାଗଡ଼ -ବଳଦିଆମାଳ ନିକଟସ୍ଥ ଜାତୀୟ ରାଜପଥରେ କାର ଦୁର୍ଘଟଣା ଘଟି ଡାକ୍ତରଙ୍କ ମୃତ୍ୟୁ
କଳାହାଣ୍ଡି,୨0|୩(ପ୍ୟାରିଲାଲ ଦୁର୍ଗା ଙ୍କ ରିପୋର୍ଟ): ଆଜି ସକାଳ ପ୍ରାୟ ୮ଟା ସମୟରେ ଜୁନାଗଡ଼ ବଳଦିଆମାଳ ନିକଟସ୍ଥ ଜାତୀୟ ରାଜପଥରେ ଏକ ଦୁର୍ଘଟଣା ଘଟି ଜଣେ ଡାକ୍ତରଙ୍କ ମୃତ୍ୟୁ ଘଟିଛି। ସୂଚନାନୁସାରେ, ଏକ କାର ଭାରସାମ୍ୟ ହରାଇ ରାସ୍ତା କଡରେ ଥିବା ଟ୍ରକକୁ
ପଖାଳ ଦିବସ
ଆଜି ମାର୍ଚ୍ଚ କୋଡ଼ିଏ ତାରିଖବିଶ୍ଵ ପାଲୁଚି ପଖାଳ ଦିବସଓଡ଼ିଆ ଙ୍କ ହାଣ୍ଡିଶାଳ ର ଖାଦ୍ୟପଖାଳ ନାଆଁ ରେ ସେ ପରିଚିତଜଗତର ନାଥ ଶ୍ରୀ ଜଗନ୍ନାଥଦହିପଖାଳ ନିତି ଖାଆନ୍ତିପଖାଳ ଭାତରେ ଗୁଆ ଘିଅ ଖାଇକାଳିଆ ଦି ଅଂ ନିଦ୍ରା ଯାଆନ୍ତିଦହିପଖାଳ କୁ ଧୋ
ଆର୍ଯ୍ୟସମାଜ ଓଡ଼ିଶା ପକ୍ଷରୁଆର୍ଯ୍ୟସମାଜର ୧୫୨ତମ ପ୍ରତିଷ୍ଠା ଦିବସ ପାଳିତ
ଭୁବନେଶ୍ୱର, ୧୯.୩ : ମହର୍ଷି ଦୟାନନ୍ଦ ସରସ୍ୱତୀଙ୍କ ଦ୍ୱାରା ପ୍ରତିଷ୍ଠିତ ଆର୍ଯ୍ୟସମାଜର ୧୫୨ତମ ପ୍ରତିଷ୍ଠା ଦିବସ ଗୁରୁବାର ପୂର୍ବାହ୍ନରେ ଚନ୍ଦ୍ରଶେଖରପୁର, ଶ୍ରୀଅରବିନ୍ଦ ନଗରସ୍ଥିତ ସ୍ୱାମୀ ବ୍ରହ୍ମାନନ୍ଦ ଭବନ ପରିସରରେ ଅନୁଷ୍ଠାନର ଅଧ୍ୟକ୍ଷ ଡଃ ଆର୍ଯ୍ୟକୁମାର ଜ୍ଞାନେନ୍ଦ୍ରଙ୍କ ପୌରହିତ୍ୟରେ ଅନୁଷ୍ଠିତ ହୋଇଯାଇଛି ।
ରାମ ନାମ ସତ୍ୟ ହେ’ ଧ୍ୱନିରେ କମ୍ପିଲା ଗୃହ
ଭୁବନେଶ୍ୱର(ବୁ୍ୟରୋ) ଏସସିବି ଅଗ୍ନିକାଣ୍ଡକୁ ନେଇ ଉଠୁଛି ପଡ଼ୁଛି ରାଜ୍ୟ ରାଜନୀତି । ଏହି ଘଟଣାକୁ ନେଇ ଗୃହ ମଧ୍ୟ ଭାଗରେ ବିରୋଧୀଙ୍କ ନାରାବାଜି । ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି କରି ବିରୋଧୀଙ୍କ ହଲ୍ଲାବୋଲ । ଏସସିବି ନିଆଁ ତାତିରେ ଗୃହ ହୁଲୁସ୍ତୁଲୁ
ଗୋ ସୁରକ୍ଷା ଆଇନ ପାଇଁ ଗଣ ବେିକ୍ଷାଭ ଓ ଅନଶନ ସଭା
ଭୁବେନଶ୍ୱର ସାରା ଓଡ଼ିଶା ତଥା ଦେଶେର ଗୋ ମାତାର ସୁରକ୍ଷା ଦାବେିର ଏକ ଗଣ ବେିକ୍ଷାଭ ଓ ଅନଶନ ଭୁବେନଶ୍ୱର ବିଧାନସଭା ସମ୍ମୁଖେର କରାଯାଇଥିବା ଦେଖିବାକୁ ମିଳିଛି। ଦେଶେର ଗୋ ମାତା ତଥା ଗୋରୁ ଗାଈଙ୍କୁ ହତ୍ୟା ଓ ଅବେହଳା କରାଯାଉଥିବା
ଗୋ ସୁରକ୍ଷା ଆଇନ ପାଇଁ ଗଣ ବିକ୍ଷୋଭ ଓ ଅନଶନ ସଭା
ଭୁବନେଶ୍ୱର: ସାରା ଓଡ଼ିଶା ତଥା ଦେଶରେ ଗୋ ମାତାର ସୁରକ୍ଷା ଦାବିରେ ଏକ ଗଣ ବିକ୍ଷୋଭ ଓ ଅନଶନ ଭୁବନେଶ୍ୱର ବିଧାନସଭା ସମ୍ମୁଖରେ କରାଯାଇଥିବା ଦେଖିବାକୁ ମିଳିଛି। ଦେଶରେ ଗୋ ମାତା ତଥା ଗୋରୁ ଗାଈଙ୍କୁ ହତ୍ୟା ଓ ଅବହେଳା କରାଯାଉଥିବା
ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକଙ୍କୁ ବଡ଼ ଦାୟିତ୍ୱ
ଭୁବନେଶ୍ୱର: କେନ୍ଦ୍ର ସରକାରଙ୍କ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକଙ୍କୁ ବଡ଼ ଦାୟିତ୍ୱ । ବିଶିଷ୍ଟ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକଙ୍କୁ ଜାତୀୟ ଜନଗଣନା-୨୦୨୭ ବ୍ରାଣ୍ଡ ଆମ୍ବାସଡର କରାଯାଇଛି। କେନ୍ଦ୍ର ଗୃହ ମନ୍ତ୍ରାଳୟ ପକ୍ଷରୁ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ଜନଗଣନା ସଚେତନତାକୁ
ମା’ଭଗବତୀ ମନ୍ଦିର ଭିତର ହୁଣ୍ଡି ଖୋଲିଲା ଶ୍ରଦ୍ଧାଳୁଙ୍କ ଦାନ ଅର୍ଥ ମା’ଙ୍କ ଦୈନନ୍ଦିନ ସେବାରେ ଲାଗିବ
ଚିଲିକା : ବାଣପୁରର ଅଧିଷ୍ଠାତ୍ରୀ ଦେବୀ ମା'ଭଗବତୀଙ୍କ ମନ୍ଦିର ଭିତର ହୁଣ୍ଡି ଚାରିମାସ ପରେ ଖୋଲାଯାଇଅଛି । ସକାଳ ୧୦ ଘଟିକା ସମୟରେ ମା'ଙ୍କ ପାଖରେ ଧୂପଦୀପଜାଳି ସମର୍ପିତ ହେବାପରେ ମନ୍ଦିର ପରିଚାଳନା କମିଟିର ସଭାପତି ସ୍ଥାନୀୟ ତହସିଲ୍ ଦାର ଟି.
ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବିରେ ବିରୋଧୀଙ୍କ ହୋହାଲ୍ଲା ଗୃହ ମଧ୍ୟଭାଗକୁ ଆସି ହଟ୍ଟଗୋଳ କଲେ ବିଜେଡି ଓ କଂଗ୍ରେସ ସଦସ୍ୟ
ଭୁବନେଶ୍ୱର(ବୁ୍ୟରୋ) ବିଧାନସଭାରେ ଏସସିବି ନିଆଁ ତାତି । ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ଇସ୍ତଫା ଦାବିରେ ବିରୋଧୀଙ୍କ ହୋହାଲ୍ଲା । ଗୃହ ମଧ୍ୟ ଭାଗକୁ ଆସି ହଟ୍ଟଗୋଳ କଲେ ବିଜେଡି ଓ କଂଗ୍ରେସ ସଦସ୍ୟ । ନାରାବାଜିରେ ଉଠିଲା ପଡ଼ିଲା ବିଧାନସଭା । ବାଧ୍ୟ
ଆଫଗାନିସ୍ତାନରେ ପାକିସ୍ତାନର ଏୟାରଷ୍ଟ୍ରାଇକ୪୦୦ ମୃତ, ୨୫୦ ଆହତ
ନୂଆଦିଲ୍ଲୀ ଆଫଗାନିସ୍ତାନର ରାଜଧାନୀ କାବୁଲର ଏକ ଡାକ୍ତରଖାନା ଉପରେ ପାକିସ୍ତାନ ଆକାଶ ମାର୍ଗରୁ ଆକ୍ରମଣ କରିବାରୁ ପ୍ରାୟ ୪୦୦ ଲୋକଙ୍କ ମୃତ୍ୟୁ ଘଟିଥିବା ବେଳେ ୨୫୦ ଜଣ ଆହତ ହୋଇଛନ୍ତି । ମଙ୍ଗଳବାର ଆଫଗାନିସ୍ତାନର ତାଲିବାନ ସରକାରଙ୍କ ଜଣେ ମୁଖପାତ୍ର ଏହି
ସନ୍ଧିକୁଲିଆରୀ ଗ୍ରାମଠାରେ ଆରସିଡିସି ଓ ଶିଶୁ ବିକାଶ ପକ୍ଷରୁ ନିଯୁକ୍ତି ମେଳା ଅନୁଷ୍ଠିତ
କଳାହାଣ୍ଡି,୧୮|୩(ପ୍ୟାରିଲାଲ ଦୁର୍ଗା ଙ୍କ ରିପୋର୍ଟ) କଳାହାଣ୍ଡି ଜିଲ୍ଲାର ଧର୍ମଗଡ଼ ବ୍ଲକ ଅଧିନସ୍ଥ ସନ୍ଧିକୁଲିହାରୀ ଗ୍ରାମରେ ଆର୍.ସି.ଡ଼ି.ସି ଓ ଶିଶୁ ବିକାଶ ପ୍ରକଳ୍ପ, କଳାହାଣ୍ଡିଙ୍କ ଆନୁକୂଲ୍ୟରେ ଏକ ନିଯୁକ୍ତି ମେଳା ଶିବିର ସଫଳତାର ସହିତ ଅନୁଷ୍ଠିତ ହୋଇଛି। ଏହି କାର୍ଯ୍ୟକ୍ରମରେ ଜିଲ୍ଲା ପ୍ରଶାସନ
ବେଆଇନ ବିଦେଶୀ ମଦ କୋଠି ରେ ଅବକାରୀ ବିଭାଗ ର ଚଢ଼ାଉ, ଜଣେ ଗିରଫ
କଳାହାଣ୍ଡି,୧୮|୩(ପ୍ୟାରିଲାଲ ଦୁର୍ଗା ଙ୍କ ରିପୋର୍ଟ):କଳାହାଣ୍ଡି ଜ଼ିଲ୍ଲା ଧର୍ମଗଡ ଅବକାରୀ ପୋଲିସ କୁ ବଡ଼ ସଫଳତା। ବେଆଇନ ବିଦେଶୀ ମଦ କୋଠି ରେ ଚଢ଼ାଉ। ଜିଲ୍ଲା ଅବକାରୀ ଅଧିକାରୀ ରଞ୍ଜନ କୁମାର ନାଏକ ଙ୍କ ନିର୍ଦେଶ କ୍ରମେ କଳାହାଣ୍ଡି ଜିଲ୍ଲା ଗୋଲାମୁଣ୍ଡା ଥାନା
ପୁଣି ଏକ ଲଜ୍ୟା ଘଟଣା
ଆସିକା, [4:57 pm, ] 18/3/26:ପୁଣି ଏକ ଲଜ୍ୟା ଘଟଣା ଘଟିଯାଇଛି, ଆସିକା ବ୍ଲକ କୋଟିନଡ଼ା ଥାନା ଭୋଟନୟୀ ଗ୍ରାମରେ କଙ୍ଗାରୁ କୋର୍ଟରେ ଦଣ୍ଡ, ବିଦ୍ୟୁତଖୁଣ୍ଟ ରେ ଚାରିଜଣଙ୍କୁ ବାନ୍ଧି ମାଡାମରିବା ଘଟଣା ସୋସିଆଲ ମିଡ଼ିଆରେ ଘୁରିବୁଲୁଛି l ଦୁଇ ତିନି
ଓଡିଶାରେ ହୋଇଥିବା JTS-2023 ନିଯୁକ୍ତି ପ୍ରକିୟା ସମ୍ପର୍କରେ ଅନେକ ଆଶାୟୀ ଦୀର୍ଘଦିନ ଧରି ନ୍ୟାୟ ପାଇଁ ଅପେକ୍ଷା
ଭୁବନେଶ୍ୱର 18/3/26: ଓଡିଶାରେ ହୋଇଥିବା JTS-2023 ନିଯୁକ୍ତି ପ୍ରକିୟା ସମ୍ପର୍କରେ ଅନେକ ଆଶାୟୀ ଦୀର୍ଘଦିନ ଧରି ନ୍ୟାୟ ପାଇଁ ଅପେକ୍ଷା କରୁଛନ୍ତି l ମାନ୍ୟବର ଉଚ୍ଚ ନ୍ୟାୟାଳୟ ମଧ୍ୟ ଅବଶିଷ୍ଟ ଖାଲି ପଦଗୁଡିକୁ ମେରିଟ ଆଧାରରେ ପୂରଣ ନିର୍ଦେଶ ଦେଇଛନ୍ତି, କିନ୍ତୁ
ପୂର୍ବଶତ୍ରୁତାକୁ କେନ୍ଦ୍ରକରି ଧଉଳି ଥାନା ଲିଙ୍ଗିପୁର ସରପଞ୍ଚ ଖିରୋଦ କୁମାର ପ୍ରଧାନଙ୍କୁ ଆକ୍ରମଣ କରିବା ସହ ପିନ୍ଧିଥିବା ସୁନାଚେନ ଲୁଟ
ବାଲିଅନ୍ତା,୧୭|୩:ପୂର୍ବଶତ୍ରୁତାକୁ କେନ୍ଦ୍ରକରି ଧଉଳି ଥାନା ଲିଙ୍ଗିପୁର ସରପଞ୍ଚ ଖିରୋଦ କୁମାର ପ୍ରଧାନଙ୍କୁ ଆକ୍ରମଣ କରିବା ସହ ପିନ୍ଧିଥିବା ସୁନାଚେନ ଲୁଟ କରିଥିବା ଅଭିଯୋଗରେ ପୁଲିସ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି l ଗିରଫ ଅଭିଯୁକ୍ତ ହେଲେ ଏହି ଥାନା
ହୋଲି ପରେ ଆରମ୍ଭ ହୋଇଗଲା ମହୁଲଫୁଲ ସଂଗ୍ରହ, ମହୁଲ ବେଟାଳି ବ୍ୟସ୍ତ
କଳାହାଣ୍ଡି,(ଉତ୍କଳ ବୁଲେଟିନ):-ହୋଲି ପରେ ପରେ ଆରମ୍ଭ ହୋଇଗଲା ମହୁଲଫୁଲ ସଂଗ୍ରହ | ମହୁଲ ବେଟିବା ପାଇଁ ବେଟାଳି ମାନେ ବ୍ୟସ୍ତରେ ରହି ମହୁଲ ଫୁଲ ସଂଗ୍ରହ କରୁଛନ୍ତି | ଚାଷକାମ ପରେ ଜୀବନ ଜିବିକାର ଦ୍ୱତୀୟ ପନ୍ଥା ହେଲା ଜଙ୍ଗଲଜାତ ଦ୍ରବ୍ୟ
ଏନ. ଏ. ସି, ଧର୍ମଗଡ଼ ରେ ଜାତୀୟ ଜନଗଣନା ୨୦୨୭ ଅନ୍ତର୍ଗତ ଏନୁମିରେଟର ଓ ସୁପରଭାଇଜର ଙ୍କ ପ୍ରଶିକ୍ଷଣ ଶିବିର
କଳାହାଣ୍ଡି,୧୭|୩(ପ୍ୟାରିଲାଲ ଦୁର୍ଗା ଙ୍କ ରିପୋର୍ଟ)ତ୍ରୀଦିବସୀୟ ଏନ. ଏ. ସି, ଧର୍ମଗଡ଼ ସ୍ତରୀୟ ଜାତୀୟ ଜନଗଣନା ୨୦୨୭ ଅନ୍ତର୍ଗତ ଗଣନାକାରି ଓ ସୁପରଭାଇଜର ମାନଙ୍କ ପ୍ରଶିକ୍ଷଣ ଶିବିର ଆଜି ତା ୧୬/୦୩/୨୦୨୪ ଠାରୁ କାଶୀବାହାଲ, ଧର୍ମଗଡ଼ସ୍ଥ ଗୁରୁଜୀ ମଧୂସୂଦନ ଉଚ୍ଚ ବିଦ୍ୟାଳୟରେ ଆରମ୍ଭ
Politics
Entertainment
ଶ୍ରୀ ସୁଦର୍ଶନ ଦାରୁ ପୀଠରେ ବିଶ୍ବ ପଖାଳ ଦିବସ ପାଳନ
ଗ୍ରାହକଙ୍କୁ ବିଲ୍ ନ ଦେବାରୁ ଦୋକାନୀ ଦେଲା ୧ ଲକ୍ଷ ଟଙ୍କା ଜରିମାନା