Report:- (Deepak Kumar Rana): ପୁଣି ଥରେ ବିବାହ କରିବେ କି ଅନୁଭବ । ପୁଣି ହେବକି ଆଉ ଥରେ ସମ୍ଥୀଙ୍ଗ୍ ସମଥିଙ୍ଗ୍ । ହଁ ଦର୍ଶକ ବନ୍ଧୁ ଆମେ କହୁଛୁ ଓଲିଉଡ୍ ସପୁରଷ୍ଟାର ଅନୁଭବ ମହାନ୍ତିଙ୍କ କଥା । ଏବେ ଚର୍ଚ୍ଚାକୁ ପୁଣି ଥରେ ଆସିଯାଇଛନ୍ତି ସୁପରଷ୍ଟାର ଅନୁଭବ । ପୁଣି ଏବେ ସୋସିଆଲ ମିଡିଆରେ ଚର୍ଚ୍ଚାରେ ଆସିଛନ୍ତି ଅନୁଭବ ଏବଂ ତାଙ୍କ ବାନ୍ଧବୀ । ଶୁଣାଯାଉଛି ଯେ, କାଳେ ଅନୁଭବ ପୁଣି ଏକ ସମଥିଙ୍ଗ୍ ସମଥୀଙ୍ଗ୍ କରିବାକୁ ଯାଉଛନ୍ତିି । ମାନେ ତାଙ୍କର ପୁଣି ଦ୍ୱିତୀୟ ବିବାହ କରିବାକୁଯାଉଛନ୍ତି । ପୁଣି ସେ ଚର୍ଚ୍ଚିତ ସାମ୍ବାଦିକା ବାନ୍ଧବୀଙ୍କ ସହ । ଏହା ନିଶ୍ଚୟ ଯେ, ଅନୁଭବ ଓ ତାଙ୍କ ବାନ୍ଧବୀଙ୍କୁ ସଂପୂର୍ଣ୍ଣ ଜଣାଥିବ । ପାରିବାରିକ ବିବାଦରେ ଛନ୍ଦି ହେବା ପରେ ସବୁଠି ତାଙ୍କୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଯାଇଥିଲା । ତାଙ୍କ ଧର୍ମପନôୀ ତଥା ପ୍ରେମିକା ବର୍ଷା ପି୍ରିୟଦର୍ଶିନୀଙ୍କୁ ବିବାହ କରିବା ପରେ ପ୍ରାୟ ୪ ବର୍ଷ ହେଲା ତାଙ୍କ ସଂପର୍କକୁ ନେଇ ଖୁବ ଚର୍ଚ୍ଚାରେ ରହିଆସିଛି । ଏବେ ବି ଚର୍ଚ୍ଚା କମିବାର ମଧ୍ୟ ନା ନେଉନାହିଁ । ପ୍ରେମ ବିବାହ କରିବା ପରେ ବର୍ଷାଙ୍କ ସହ କାହିଁକି ତାଙ୍କର ମନାନ୍ତର ହେଲା କାହିଁକି ଦୁହିଁଙ୍କ ସଂପର୍କରେ ତିକ୍ତତା ସୃଷ୍ଟି ହେଲା ସେନେଇ ଆଜିଯାଏ ଚାଲିଆସିଛି ଚର୍ଚ୍ଚା । ଶେଷରେ ମାମଲାକୁ ନେଇ ଦୁହିଁଙ୍କୁ ହାଇକୋର୍ଟ ପର୍ଯ୍ୟନ୍ତ ଯିବାକୁ ପଡ଼ିଲା । ସେପଟେ ସୋସିଆଲ ମିଡିଆରେ ଚର୍ଚ୍ଚା ହେଉଥିଲା କି ବର୍ଷାଙ୍କୁ ଛାଡ଼ପତ୍ର ପରେ ସେ ତାଙ୍କର ବାନ୍ଧବୀ ଜାଗୃତି ଶୁକ୍ଳାଙ୍କୁ ପୁଣି ଥରେ ବିବାହ କରିବେ ବୋଲି । ତେବେ ଏଥିନେଇ କୌଣସି ସଠିକ୍ ଖବର ନାହିଁ । କିନ୍ତୁ ଜାଗୃତୀ ଏହି ଖବରକୁ ନେଇ ଏକ ସମ୍ଭବନା ଦେବା ସୋସିଆଲ ମିଡିଆରେ ଏବେ ଚର୍ଚ୍ଚା ଧରିଛି । ଅନୁଭବଙ୍କ ପ୍ରସଶଂସକଙ୍କ ମନରେ ଉଙ୍କି ମାରିଥିବା ଏହି ପ୍ରଶ୍ନର ଉତର କେବେ ପାଇବେ ତାହା ସମୟ କହିବ । ହେଲେ ଏହି ଖବରକୁ ନେଇ ବାନ୍ଧବୀ ଜାଗୃତୀ ଗ୍ରୀନ୍ ସିଗନାଲ ଦେଇଥିବା ଚର୍ଚ୍ଚା ହେଉଛି । ଜାଗୃତୀ ଏବେ ଅନୁଭବଙ୍କ ଉପରେ ବହି ଲେଖିଛନ୍ତି । ଆଉ ଏହି ବହି ବି ନିକଟରେ ଉନ୍ମୋଚନ କରାଯାଇଛି । ତେବେ ଜାଗୃତୀ କହିଛନ୍ତି ଯେ, ଅନୁଭବ କାଳେ ତାଙ୍କ ଫ୍ୟାନ୍ସ କଥା ସବୁବେଳେ ରଖିଥାନ୍ତି ଆଉ ଆଗକୁ ମଧ୍ୟ ରଖିବେ । ଫ୍ୟାନ୍ ମାନେ କହୁଛନ୍ତି କି ଅନୁଭବ ଏବଂ ଜାଗୃତି ଆଗକୁ ବିବାହ କରିବେ । ତେବେ ଏହା ସେହି ଫ୍ୟାନ୍ସ ମାନଙ୍କ ଉପରେ ଛାଡ଼ିଦେବେ ଅନୁଭବ ଆଉ ତାଙ୍କ ଫ୍ୟାନ୍ ମାନେ ବିଚାର କରିବେ । ମାନେ ଏଥିରୁ ଜଣାପଡିଯାଉଛି ଯେ, ଆଗାମୀ ଦିନରେ ଜାଗୃତି ଓ ଅନୁଭବ ବିବାହ କରିବାକୁ ଯାଉଛନ୍ତି । ତେବେ ଏହା କେତେ ସତ ଆଉ କେତେ ମିଛ ତାହା ଆମେ ନକହିପାରିଲେ ବି ଦୁହିଁଙ୍କୁ ନେଇ ଚର୍ଚ୍ଚା ଏବେ ଜୋର ଧରିଛି । ଏମିତି କି ସେମାନେ ଖୁବ୍ ଶୀଘ୍ର ବିବାହ ବନ୍ଧନରେ ବା୍ନ୍ଧି ହେବେ ବୋଲି କୁହାଯାଉଛି । ଏ ପ୍ରଶ୍ନର ଉତର ସିଧା ସଳଖ ଦୁହେଁ ଦେଇନଥିବାବେଳେ ପରୋକ୍ଷରେ କହୁଥିବା ଜଣାପଡିଛି । ତେବେ ଏହି ଦୁଇ ସେଲିବ୍ରିଟି କେବେ ବିବାହ ବନ୍ଧନରେ ବାନ୍ଧି ହେଉଛନ୍ତି ତାହା ଦେଖିବାକୁ ବାକି ରହିଲା ।

Utkal Bulletin Is Now On WhatsApp Join And Get Latest News Updates Delivered To You Via WhatsApp
Social Share On:
Related News
ସିଆଇଏସ୍ସିଇ ରିଜୋନାଲ ଟାଇକଣ୍ଡୋରେ ବଲାଙ୍ଗିରକୁ ୪ ପଦକ
ବଲାଙ୍ଗିର: ବଲାଙ୍ଗିର ଅଗଷ୍ଟ ୧ ଓ ୨ ଦୁଇ ଦିନ ଧରି କେନ୍ଦୁଝର ଜିଲ୍ଲା ନିର୍ମାଳ କନଭେନ ସ୍କୁଲରେ ସିଆଇଏସ୍ସିଇ ରିିଜୋନାଲ ସ୍ତରୀୟ ଟାଇକଣ୍ଡୋ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ଏଥିରେ ବଲାଙ୍ଗିର ଜିଲ୍ଲା ଟାଇକଣ୍ଡୋ ସଂଘର ଶ୍ରେୟାଂଶ ଭଞ୍ଜ ଅଣ୍ଡର
ପିକକ୍ ଓ ରୋଟାରୀ କ୍ଳବ ଭୁବନେଶ୍ବର ୟୁନିକ ମିଳିତ ଉଦ୍ୟମରେ ବୃକ୍ଷରୋପଣ କାର୍ୟ୍ୟକ୍ରମ ଆୟୋଜିତ
ବାଲିଅନ୍ତା: ରାଜ୍ୟର ଅନ୍ୟତମ ଅଗ୍ରଣୀ ସ୍ଵେଚ୍ଛାସେବୀ ସଂଗଠନ ପିପୁଲସ୍ କଲଚରାଲ୍ ସେଣ୍ଟର (ପିକକ୍) ଓ ରୋଟାରି କ୍ଳବ ଭୁବନେଶ୍ଵର ୟୁନିକର ମିଳିତ ଉଦ୍ୟମରେ ବାଲିଅନ୍ତା ବ୍ଳକ ସତ୍ୟଭାମପୁର ପଞ୍ଚାୟତର ଗୋତଳବିନ୍ଧା ପ୍ରାଥମିକ ବିଦ୍ୟାଳୟ, ଗୋତଳଗ୍ରାମ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ, ଜଗନ୍ନାଥପୁର ପଞ୍ଚାୟତର
ଧର୍ମପରାୟଣା ମହିଳାଙ୍କ ସାପକାମୁଡ଼ାରେ ମୃତ୍ୟୁ
ଭୁବନ: ଢ଼େଙ୍କାନାଳ ଜିଲ୍ଲା ଭୁବନ ବ୍ଲକ୍ ଅନ୍ତର୍ଗତ ଓଡ଼ିଶ ଗ୍ରାମରେ ଶାନ୍ତିଲତା ନନ୍ଦ ନାମକ ୭୦ବର୍ଷୀୟା ଧର୍ମପରାୟଣା ମହିଳାଙ୍କ ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ଜଣାପଡିଛି। ସୂଚନା ଅନୁସାରେ ଗତ ଚାରି ଦିନ ହେଲା ଉକ୍ତ ମହିଳା ଜଣଙ୍କ କଟକ ବଡ଼
ରାଜନେତା ଓ କାର୍ପୋରେଟଜଗତ ର ବାସ୍ତବ ଚିତ୍ର ହେଉଛି “ପରାଗ’
ଭୁବନେଶ୍ୱର: ସ୍ଥାନୀୟ ଭଞ୍ଜକଳାମଣ୍ଡପ ଠାରେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ, ଓଡିଶା ସଂଗୀତ ଏକାଡେମୀ ଓ ଓଡିଶା ନାଟ୍ୟ ସଙ୍ଘର ମିଳିତ ଆନୁକୂଲ୍ୟରେ ସାମାଜିକ ନାଟକ "ପରାଗ "ମଞ୍ଚସ୍ଥ ହୋଇଯାଇଛି l ନାଟ୍ୟକାର ସୁବାଷ ପଣ୍ଡାଙ୍କ ରଚିତ ତଥା
ବଲାଙ୍ଗିର ଜିଲ୍ଲା ସାମ୍ବାଦିକ ସଂଘ ବିଭିନ୍ନ ଦାବିରେ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର
ବଲାଙ୍ଗିର: ବଲାଙ୍ଗିର ସାମ୍ବାଦିକ ସୁରକ୍ଷା ଆଇନ ତଥା ବିଭିନ୍ନ ଦାବିରେ ବଲାଙ୍ଗୀର ଜିଲ୍ଲା ପେଶାଦାର ସାମ୍ବାଦିକ ସଂଘ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଅତିରିକ୍ତ ଜିଲ୍ଲାପାଳ ପବିତ୍ର ମୋହନ ବେହେରାଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଛି । ଉତ୍କଳ ସାମ୍ବାଦିକ ସଂଘ ରାଜ୍ୟ
କୁଳମଣି ବିଶ୍ୱାଳଙ୍କ “ପ୍ରେମାର୍ଦ୍ଧଶତକ” ପୁସ୍ତକର ହିନ୍ଦୀ ସଂସ୍କରଣ ଉନ୍ମୋଚିତ
ନୂଆଦିଲ୍ଲୀ: ଓଡ଼ିଆ ଭାଷା ସାହିତ୍ୟକୁ ରୁଦ୍ଧିମନ୍ତ କରିବାପାଇଁ ରୀତିଯୁଗୀୟ ସାହିତ୍ୟିରିତିରେ ଓଡ଼ିଆ କବି, ସାହିତ୍ୟିକ, ଲେଖକ, ଚିତ୍ରଶିଳ୍ପୀ ଡ଼ କୁଳମଣି ବିଶ୍ୱାଳଙ୍କ ଦ୍ୱାରା ରଚିତ "ପ୍ରେମାର୍ଦ୍ଧଶତ" କବିତା ପୁସ୍ତକ ହିନ୍ଦୀ ସଙ୍କଳନର ଉନ୍ମୋଚନ ଉତ୍ସବ ସ୍ଥାନୀୟ ଆଇ.ଆଇ.ଏମ.ସି. ସଭାଗୃହଠାରେ ଅନୁଷ୍ଠିତ ହୋଇଯାଇଛି
ଗୋବିନ୍ଦ ସେବାଦଳର କାଉଡିଆ ସେବା
କଲରଙ୍ଗୀଅତା: ପବିତ୍ର ଶ୍ରାବଣ ମାସରେ ପ୍ରଭୁ ଶିବଶଙ୍କର ମୁଣ୍ଡରେ ଜଳଲାଗି କରିବା ପାଇଁ ସାରା ଦେଶରେ କାଉଡ଼ିଆ ମାନେ ଧାଡ଼ିରେ ଯାଇ ଶିବ ମନ୍ଦିର ଅଭିମୁଖେ ଚାଲି ଚାଲି ଯାଉଥିବା ଦେଖିବାକୁ ମିଳୁଛି। କାଉଡିଆମାନେ ନଦୀରୁ ଜଳ ନେଇ ଶିବ ମନ୍ଦିର
ସମକାଳୀନ ଚିତ୍ର ପ୍ରଦର୍ଶନ
ବାଲିଅନ୍ତା: ଶକୁନ୍ତଳା ଆର୍ଟ ଗ୍ୟାଲେରୀ ପକ୍ଷରୁ "ଇନର ଥଟ" ଶିର୍ଷକ ଏକ ଚିତ୍ରକଳା ପ୍ରଦର୍ଶନୀ ଆଜି ପୂର୍ବାହ୍ନ ରେ ଉଦଘାଟିତ ହୋଇଯାଇଛି। ଗ୍ୟାଲେରୀ ନିର୍ଦେଶକ ଜନାର୍ଦ୍ଦନ ପରମଗୁରୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଉତ୍ସବରେ ମୁଖ୍ୟଅତିଥି ରୂପେ ପୁରୀ ଲୋକସଭା ସାଂସଦ ସମ୍ବିତ
ନିର୍ମାଣ ଯୁବ ମହୋତ୍ସବ ୨୦୨୫ ଉଦଯାପିତ
ବାଲିଅନ୍ତା: ବାଳକାଟୀ ର ଅଗ୍ରଣୀ ଶିକ୍ଷାନୁଷ୍ଠାନ ନିର୍ମାଣ ଗ୍ରୁପ୍ ଅଫ୍ ଇନ୍ ଷ୍ଟିଚ୍ୟୁସନ୍ ର ଚଳିତ ବର୍ଷର ନିର୍ମାଣ ଯୁବ ମହୋତ୍ସବ ୨୦୨୫ ଖୁବ୍ ଆଡମ୍ବର ସହକାରେ ଉଦଯାପିତ ହୋଇଯାଇଛି। ନିର୍ମାଣ ଫାଉଣ୍ଡେସନ ଆନୁକୁଲ୍ୟରେ ଆୟୋଜିତ ଏହି ଉତ୍ସବରେ ମୁଖ୍ୟ ଅତିଥି
ଓଡିଶା ଉଦ୍ୟୋଗୀ ପରିବାରର ମାସିକ ବୈଠକ ଅନୁଷ୍ଠିତ
ଭୁବନେଶ୍ୱର: ସ୍ଥାନୀୟ ରସୁଲଗଡ ସ୍ଥିତ ଏସପ୍ଲାନେଡ଼ ଠାରେ ଓଡିଶା ଉଦ୍ୟୋଗୀ ପରିବାରର ମାସିକ ବୈଠକ ଅଧ୍ୟକ୍ଷ ତଥା ବିଶିଷ୍ଟ ଉଦ୍ୟୋଗୀ ଶିବ ନାରାୟଣ ମିଶ୍ରଙ୍କ ସଭାପତିତ୍ବ ଓ ଶ୍ରୀକାନ୍ତ ସାହୁଙ୍କ ସଂଯୋଜନାରେ ଅନୁଷ୍ଠିତ ହୋଇଯାଇଛି l ଉକ୍ତ କାର୍ଯ୍ୟକ୍ରମ ରେ ଓଡିଶା
ଚିତାଲାଗି ଅମାବାସ୍ୟା
ଶ୍ରାବଣ ଅମାବାସ୍ୟା- ଚିତାଲାଗି ଅମାବାସ୍ୟାମହିମା ମଣ୍ଡିତ ପବିତ୍ର ଜଗନ୍ନାଥ ସଂସ୍କୃତି ଏବଂ ଉକôଳୀୟ ପରମ୍ପରାର ଅନନ୍ୟ ନିଦର୍ଶନ ପବିତ୍ର ଚିତାଲାଗି ଅମାବାସ୍ୟା । ବଡ଼ଠାକୁର ଶ୍ରୀବଳଭଦ୍ର, ମହାପ୍ରଭୁ ଶ୍ରୀଜଗନ୍ନାଥ, ଦେବୀ ସୁଭଦ୍ରାଙ୍କ ମସ୍ତକରେ ଶୋଭାପାଉଥିବା ରନô ଖଚିତ ଚିତାଗୁଡ଼ିକୁ ସ୍ନାନପୂର୍ଣ୍ଣିମା ଦିନ
ନାଟକ ରାଜଭୋଗ ମଂଚସ୍ଥ
ଭୁବନେଶ୍ୱର: ପ୍ରାଚୀନ କାଳରୁ ଖାଇବା ପୂର୍ବରୁ ଭଗବାନଙ୍କୁ ଭୋଗ ଅର୍ପଣ କରିବାର ପରମ୍ପରା ରହିଆସିଛି । ମାତ୍ର ଯେତେବେଳେ ରାଜାରାଜୁଡ଼ା ତଥା ଅତ୍ୟାଚାରୀ ମହାରାଜାମାନେ ଶାସନ ଆରମ୍ଭ କଲେ ସେମାନେ ନିଜକୁ ଈଶ୍ୱରଙ୍କ ପ୍ରତିନିଧି ବା ଈଶ୍ୱର ଭାବେ ମନେକଲେ ।
ଶହୀଦ୍ ରଘୁନାଥ ମହାନ୍ତିଙ୍କ ୧୧୬ତମ ଜୟନ୍ତୀ ଅନୁଷ୍ଠିତ
ଭୁବନେଶ୍ୱର: ରଣପୁର ପ୍ରଜା ଆନେ୍ଦାଳନର ନେତୃତ୍ୱ ନେଇ ଶହୀଦ୍ ହୋଇଥିବା ଯୁବ କବି, ବିପ୍ଳବୀ, ସଂଗ୍ରାମୀ ତଥା ନୟାଗଡ଼ ମାଟିର ଅମର ଶହୀଦ୍ ରଘୁନାଥ ମହାନ୍ତିଙ୍କ ୧୧୬ତମ ଜୟନ୍ତୀ ସ୍ଥାନୀୟ ୟୁନିଟ୍ -୯ସ୍ଥିତ ରଘୁ-ଦିବାକରଙ୍କ ପ୍ରତିମୂର୍ତିସ୍ଥଳଠାରେ ପୁଷ୍ପମାଲ୍ୟ ଅର୍ପଣ ସହ ଶ୍ରଦ୍ଧାଞ୍ଜଳି
ମା’ ବାଉତୀ ପୀଠରେ ସଫେଇ କାର୍ଯ୍ୟକ୍ରମ
ଭୁବନ: ଢ଼େଙ୍କାନାଳ ଜିଲ୍ଲା ଭୁବନ ବ୍ଲକ୍ ଅନ୍ତର୍ଗତ ଓଡ଼ିଶ ଗ୍ରାମରେ ଅନୁଷ୍ଠିତ ହୋଇଯାଇଛି ସଫେଇ କାର୍ଯ୍ୟକ୍ରମ ସହ ବୃକ୍ଷରୋପଣ ଅଭିଯାନ। ସାରା ରାଜ୍ୟରେ ବୃକ୍ଷରୋପଣ ଅଭିଯାନ ଆରମ୍ଭ ହୋଇଥିବାବେଳେ ଏହି ଅବସରରେ ଓଡ଼ିଶ ଗ୍ରାମରେ ମଧ୍ୟ ଅନୁରୂପ ବୃକ୍ଷରୋପଣ କାର୍ଯ୍ୟକ୍ରମ କରାଯାଇଛି।
ସରକାର ସମ୍ବେଦନଶୀଳ ହୁଅନ୍ତୁ: ଘରୋଇ ନର୍ସିଂ ବିଦ୍ୟାଳୟ ଓ ମହାବିଦ୍ୟାଳୟ ସଙ୍ଘ
ଭୁବନେଶ୍ୱର: ସ୍ଥାନୀୟ ୟୁନିଟ 9 ସ୍ଥିତ ବୁଦ୍ଧମନ୍ଦିର ପରିସରରେ ଘରୋଇ ନର୍ସିଂ ବିଦ୍ୟାଳୟ ଓ ମହାବିଦ୍ୟାଳୟ ସଙ୍ଘର ବୈଠକ ଅନୁଷ୍ଠିତ ହୋଇଥିଲା l ସଙ୍ଘର ସଭାପତି ଅଜିତ ଦାସ ଓ ସମ୍ପାଦକ ଡ଼ଃ ପ୍ରଦୀପ କୁମାର ବିଶ୍ୱାଳ, କାର୍ଯ୍ୟକାରୀ ସଭ୍ୟା ହିରନମୟ
ଯୁବ ସମାଜସେବୀ ରଞ୍ଜନ ମହାପାତ୍ରଙ୍କୁ ପ୍ରକୃତି ବନ୍ଧୁ ପୁରସ୍କାର
ବାଲିଅନ୍ତା: ମାଆ ପାଇଁ ଗଛଟିଏ 2.o ଅଭିଯାନ ଉପଲକ୍ଷେ ଖୋର୍ଦ୍ଧା ବନଖଣ୍ଡ ଅଧିନସ୍ଥ ବରୁଣେଇ ଶିଆଳିଆ ଠାରେ ଆୟୋଜିତ ବୃକ୍ଷ ରୋପଣ କାର୍ଯ୍ୟକ୍ରମରେ ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ବାଲିଅନ୍ତା ବ୍ଲକ୍ ଯଶୁଆପୁର ଗ୍ରାମର ଯୁବ ସମାଜସେବୀ ରଞ୍ଜନ କୁମାର ମହାପାତ୍ରଙ୍କୁ ସମ୍ମାନ
ପିକକ ପକ୍ଷରୁ ବୃକ୍ଷ ରୋପଣ
ବାଲିଅନ୍ତା: ଅଗ୍ରଣୀ ସ୍ବେଚ୍ଛାସେବୀ ସଂସ୍ଥା ପିପୁଲସ କଲଚରାଲ ସେଣ୍ଟର୍ (ପିକକ୍) ର ଉଦ୍ୟମରେ ବାଲିଅନ୍ତା ବ୍ଲକର ପୁରୋହିତପୁର, ଝିଇଁଣ୍ଟିଶାସନ, ବାଲିଅନ୍ତା ଓ ଜଗନ୍ନାଥପୂର୍ ପଞ୍ଚାୟତର ବିଭିନ୍ନ ସ୍ଥାନରେ ବୃକ୍ଷ ରୋପଣ କାର୍ୟ୍ୟକ୍ରମ ଅନୁଷ୍ଠିତ ହେଲା। ଏହି ଅବସରରେ ଜଗନ୍ନାଥପୁର ପଞ୍ଚାୟତ ସାଇ
ନୂତନ ରେଞ୍ଜ ଅଧିକାରୀଙ୍କୁ ସ୍ବାଗତ ସମ୍ବର୍ଦ୍ଧନା
ବଲାଙ୍ଗୀର: ବଲାଙ୍ଗିର ଜିଲ୍ଲା ଟିଟିଲାଗଡ ଡିଭିଜନ ଅନ୍ତର୍ଗତ ସଇଁନ୍ତଳା କେନ୍ଦୁପତ୍ର ରେଞ୍ଜ ରେ ନୂତନ ଭାବେ ରେଞ୍ଜ ଦାୟିତ୍ବ ଗ୍ରହଣ କରିଥିବା ରେଞ୍ଜ ଅଧିକାରୀ ହେମସାଗାର ସାହୁ ଙ୍କୁ ଆଜି ସଇଁନ୍ତଳା ରେଞ୍ଜ ତରଫରୁ କେନ୍ଦୁପତ୍ର ପତ୍ର ରେଞ୍ଜ ସଭାପତି ପ୍ରଶାନ୍ତ
ଚନ୍ଦନଭାଟି ପେକ୍ସରେ ପ୍ରଥମ ଥର ଲାଗି ଉପଯୁକ୍ତ ମାନ ବହନ କରୁଥିବା ତୈଳ ଜାତୀୟ ବୀଜ କ୍ରୟର ଶୁଭାରମ୍ଭ
ବଲାଙ୍ଗିର: ଓଡିଶା ରାଜ୍ୟ ସମବାୟ ବାଣିଜ୍ୟ ମହାସଂଘ ଲିଃ. ଓ ଆଂଚଳିକ କ୍ଷେତ୍ର ପରିଚାଳକ ମାର୍କଫେଡ଼, ବଲାଙ୍ଗୀରଙ୍କ ଦ୍ୱାରା ବଲାଙ୍ଗୀର ଜିଲ୍ଲାର ଚନ୍ଦନଭାଟି ପେସ୍କରେ ପ୍ରଥମ ଥର ଲାଗି ଉପଯୁକ୍ତ ମାନ ବହନ କରୁଥିବା ତୈଳ ଜାତୀୟ ବୀଜ କ୍ରୟର ଶୁଭାରମ୍ଭ
ମୋବାଇଲ ଚୋରଙ୍କୁ କାବୁ କଲା କଣ୍ଟାବାଞ୍ଜି ରେଲୱେ ଅଟୋ ସଂଘ
ବଲାଙ୍ଗିର: ସ୍ୱତନ୍ତ୍ର ବାର୍ତ୍ତା ବ୍ୟୁରୋ ବଲାଙ୍ଗିର ଜିଲା ର କଣ୍ଟାବାଞ୍ଜି ରେଲୱେ ଷ୍ଟେସନରୁ ମୋବାଇଲ ଚୋରି ଅଭିଯୋଗରେ ତିନି ଅଭିଯୁକ୍ତଙ୍କୁ କାବୁ କରି ଜିଆର୍ପିକୁ ଜିମା ଦେଲେ କଣ୍ଟାବାଞ୍ଜି ରେଲୱେ ଅଟୋ ସଂଘ । ଦିନକୁ ଦିନ କଣ୍ଟାବାଞ୍ଜି ରେଲୱେ ଷ୍ଟେସନରେ

Politics

ମନ୍ଦାକିନୀ ବାଣୁଆଁ ବଲାଙ୍ଗୀରର ଯୁବ କଂଗ୍ରେସ ପ୍ରଭାରୀ

ବଲାଙ୍ଗିରର ବିକାଶ ସାରା ରାଜ୍ୟ ଓ ଦେଶର ବିକାଶ: ଧର୍ମେନ୍ଦ୍ର ପ୍ରଧାନ
Entertainment

ସିଆଇଏସ୍ସିଇ ରିଜୋନାଲ ଟାଇକଣ୍ଡୋରେ ବଲାଙ୍ଗିରକୁ ୪ ପଦକ

ଧର୍ମପରାୟଣା ମହିଳାଙ୍କ ସାପକାମୁଡ଼ାରେ ମୃତ୍ୟୁ
