ପ୍ରଥମ ପର୍ୟ୍ୟାୟ ଲୋକସଭା ନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି

୨୦୨୪ ସାଧାରଣ ନିର୍ବାଚନ ନେଇ ଆରମ୍ଭ ହୋଇଯାଇଛି ପ୍ରସ୍ତୁତି। ଆଜି ପ୍ରକାଶ ପାଇଛି ପ୍ରଥମ ପର୍ୟ୍ୟାୟ ନିର୍ବାଚନ ବିଜ୍ଞପ୍ତି । ନିର୍ବାଚନ ତାରିଖ ଘୋଷଣା ହେବା ପରେ ଆଜି ନାମାଙ୍କନ ଦାଖଲ, ପ୍ରତ୍ୟାହାର ଏବଂ ପ୍ରାର୍ଥୀପତ୍ର ଯାଞ୍ଚ ନେଇ ସମ୍ପୂର୍ଣ୍ଣ ବିଜ୍ଞପ୍ତି ପ୍ରକାଶ ପାଇଛି। ନିର୍ବାଚନ ଆୟୋଗଙ୍କ ଦ୍ୱାରା ଜାରି ବିଜ୍ଞପ୍ତି ଅନୁଯାୟୀ, ଏପ୍ରିଲ ୧୯ରେ ହେବାକୁ ଥିବା ପ୍ରଥମ ପର୍ୟ୍ୟାୟ ନିର୍ବାଚନ ପାଇଁ ଆଜିଠାରୁ ନାମାଙ୍କନପତ୍ର ଦାଖଲ ଆରମ୍ଭ ହୋଇଛି। ନାମାଙ୍କନପତ୍ର ଦାଖଲ କରିବାର ଶେଷ ତାରିଖ ରହିଛି ମାର୍ଚ୍ଚ ୨୭।

Social Share On:

Utkal Bulletin Is Now On WhatsApp Join And Get Latest News Updates Delivered To You Via WhatsApp

Social Share On:

Related News

You cannot copy content of this page