ବିଜେଡିରେ ଭୃଗୁ ବକ୍ସିପାତ୍ର

ଭୁବନେଶ୍ଵର: ଆଜି ସକାଳେ ଭୃଗୁ ବିଜେପିରୁ ଇସ୍ତଫା ଦେଇ ଶଙ୍ଖ ଭବନ ଆସି ଆନୁଷ୍ଠାନିକ ଭାବେ ସେ ବିଜେଡିରେ ସାମିଲ ହୋଇଛନ୍ତି। ୨୦୧୯ ନିର୍ବାଚନରେ ବ୍ରହ୍ମପୁର ଲୋକସଭା କ୍ଷେତ୍ରରୁ ଲଢିଥିଲେ ଭୃଗୁ। ବିଜେପିରୁ ଲୋକସଭା ଆସନ ପାଇଁ ପ୍ରାର୍ଥୀ ହୋଇ ପରାସ୍ତ ହୋଇଥିଲେ। ଭୃଗୁଙ୍କୁ ବିଜେଡି ବ୍ରହ୍ମପୁର ଲୋକସଭା କ୍ଷେତ୍ରରୁ ପ୍ରାର୍ଥୀ କରିପାରେ ବୋଲି ଚର୍ଚ୍ଚା ହେଉଛି। ଅନ୍ୟପକ୍ଷରେ ବ୍ରହ୍ମପୁର ସାଂସଦ ଚନ୍ଦ୍ରଶେଖର ସାହୁଙ୍କୁ ବିଜେଡି ନିଜର ନିର୍ବାଚନୀ ଇସ୍ତାହାର କମିଟି ଅଧ୍ୟକ୍ଷ ଦାୟିତ୍ୱ ନ୍ୟସ୍ତ କରିଛି। ଅନ୍ୟପକ୍ଷରେ ବିଜେପି ବ୍ରହ୍ମପୁର ସାଂସଦ ପ୍ରାର୍ଥୀ ଭାବେ ପ୍ରଦୀପ ପାଣିଗ୍ରାହୀ ନାଁ ଘୋଷଣା କରିଛି।

Social Share On:

Utkal Bulletin Is Now On WhatsApp Join And Get Latest News Updates Delivered To You Via WhatsApp

Social Share On:

Related News

You cannot copy content of this page