ଭୁବନ: ମନରେ ଆଧ୍ୟାତ୍ମିକ ଚେତନା ଓ ସ୍ୱଚ୍ଛ ପରିବେଶକୁ ଆଧାର କରି ଓଡ଼ିଶ ଗ୍ରାମର ପଶ୍ଚିମ ଦିଗରେ ଥିବା ମା’ ଚର୍ଚ୍ଚିକା ଦେବୀଙ୍କ ମନ୍ଦିର, ହନୁମାନ ମନ୍ଦିର ରାମ ମନ୍ଦିର ଓ ପ୍ରଭୁ ଶ୍ରୀ ଶ୍ରୀ ମହାଦେବୀଙ୍କ ମନ୍ଦିରର ଚତୁଃପାଶ୍ୱର୍କୁ ସଫେଇ କରିବାକୁ ଆଗେଇ ଆସିଥିଲେ। ଓଡ଼ିଶ ଗ୍ରାମର ମହିମା ମହିଳା କମିଟିର ସଦସ୍ୟାଗଣ ଓ ମହାପାଟ ମନ୍ଦିରକୁ ସଫେଇ କରିଥିଲେ ମହାପାଟ୍ଟ ମହିଳା କମିଟିର ସଦସ୍ୟା ଗଣ ସେମାନଙ୍କୁ ସହଯୋଗର ହାତ ବଢ଼ାଇଥିଲେ। ଉତ୍କଳ ବୁଲେଟିନ୍ ଚାରିଟେବଲ ଟ୍ରଷ୍ଟର ସାମ୍ବାଦିକ ବିମଳ କୁମାର ରଣା ଓ ବରିଷ୍ଠ ସ୍ୱେଚ୍ଛାସେବୀ ସତ୍ୟବାଦୀ ରଣା, ଭାଗବତ ସେଠୀ, ହୃଦାନନ୍ଦ ପାତ୍ର, ମହିଳା କମିଟିର ସଭାପତି ଦ୍ୱୟ କହିଥିଲେ କି ନାରୀମାନେ ଜାଗ୍ରତ ହେଲେ ସ୍ୱଚ୍ଛ ଭାରତ ସମ୍ଭବ।
ମହିମା ମହିଳା କମିଟି ପକ୍ଷରୁ ମନ୍ଦିର ସଫେଇ କାର୍ଯ୍ୟକ୍ରମ
Social Share On:
Utkal Bulletin Is Now On WhatsApp Join And Get Latest News Updates Delivered To You Via WhatsApp
Social Share On:
Related News
ହିନ୍ଦୁ-ମୁସଲିମ୍ ଭାଇଚାରାର ଅନନ୍ୟ ଉଦାହରଣ: ମାଣିକାଗୋଡ଼ା ଦଶହରା
ମାଣିକାଗୋଡ଼ା, ଖୋର୍ଦ୍ଧା: ଧର୍ମ ଅଲଗା, କିନ୍ତୁ ହୃଦୟ ଏକ। ହିନ୍ଦୁ-ମୁସଲିମ୍ ଭାଇଚାରା ଓ ସାମ୍ପ୍ରଦାୟିକ ସଦ୍ଭାବର ଏକ ଅନନ୍ୟ ଉଦାହରଣ ସୃଷ୍ଟି କରିଛି ଖୋର୍ଦ୍ଧା ଜିଲ୍ଲା ବୋଲଗଡ଼
ମହିମା ମହିଳା କମିଟି ପକ୍ଷରୁ ମନ୍ଦିର ସଫେଇ କାର୍ଯ୍ୟକ୍ରମ
ଭୁବନ: ମନରେ ଆଧ୍ୟାତ୍ମିକ ଚେତନା ଓ ସ୍ୱଚ୍ଛ ପରିବେଶକୁ ଆଧାର କରି ଓଡ଼ିଶ ଗ୍ରାମର ପଶ୍ଚିମ ଦିଗରେ ଥିବା ମା’ ଚର୍ଚ୍ଚିକା ଦେବୀଙ୍କ ମନ୍ଦିର, ହନୁମାନ ମନ୍ଦିର
ଦଶହରା ଅବସରରେ ଗୋ ସେବା କାର୍ଯ୍ୟକ୍ରମ
ଭୁବନ: (Bimal Kumar Rana) ଭୁୁବନ୍ ବ୍ଲକ୍ତ ଅନ୍ତର୍ଗତ ଓଡ଼ିଶ ଗ୍ରାମରେ ଅନୁଷ୍ଠିତ ହୋଇଯାଇଛି ଗୋସେବା କାର୍ଯ୍ୟକ୍ରମ । ପବିତ୍ର ଦୁର୍ଗା ପୂଜା ଅବସରରେ ସାମାଜିକ ଅନୁଷ୍ଠାନ
ମୁଗୁପୁର ସମାଚାରର 15ତମ ବାର୍ଷିକ ଉତ୍ସବ ପାଳିତ
କେନ୍ଦୁଝର /ହାଟଡିହି /ମୁଗୁପୁର: କେନ୍ଦୁଝର ଜିଲ୍ଲା ହାଟଡିହି ବ୍ଲକ ଅନ୍ତର୍ଗତ ମୁଗୁପୁର ଅଞ୍ଚଳରୁ ପ୍ରକାଶିତ ଖବରକାଗଜ ମୁଗୁପୁର ସମାଚାରର 15ତମ ସ୍ଵନକ୍ଷତ୍ର ଉପଦେଷ୍ଟା ଆନନ୍ଦ ଚନ୍ଦ୍ର ଓଝାଙ୍କ
ରାଜ୍ୟସ୍ତରୀୟ ୧୨୧ ତମ ସତ୍ୟପ୍ରିୟ ମହାନ୍ତି ଜୟନ୍ତୀ ପାଳିତ
ବାଲିଅନ୍ତା,୨୧|୧୦(ଗୋବର୍ଦ୍ଧନ ଦାସ): ଜଣେ ସମର୍ପିତ ମଣିଷ ଏବଂ ନବ ଓଡିଶା ନିର୍ମାତାର ଅନ୍ୟତମ ବିନ୍ଧାଣି ଥିଲେ ପୂର୍ବତନ ବାଚସ୍ପତି ତଥା ମନ୍ତ୍ରୀ ସ୍ୱର୍ଗତଃ ସତ୍ୟପ୍ରିୟ ମହାନ୍ତି ।
ନବରାତ୍ର ପୂଜା ଅବସରରେ ବରିଷ୍ଠ କଳାକାର ସମ୍ବର୍ଦ୍ଧନା।
ଖୋର୍ଦ୍ଧା,୧୯।୧୦:ଚିଲିକା ସଂଗୀତ ନାଟକ ଏକାଡେମୀ, ବାଲୁଗାଁ ଆୟୋଜିତ ନବରାତ୍ରପୂଜା ଅବସରରେ କୁମାରୀପୂଜା ଓ କଳାକାର ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ସଂକଳ୍ପଧାରିଣୀ ଏକାଡେମୀର ସମ୍ପାଦିକା ସୁନିତା ଜେନାଙ୍କ
ସ୍ୱାଧୀନତା ସଂଗ୍ରାମୀ ଡାକ୍ତର ନୃସିଂହ ଚରଣ ସାମନ୍ତସିଂହାରଙ୍କ ସ୍ମୃତି ସଭା |
ଖୋର୍ଦ୍ଧା,୧୯।୧୦: ଚିଲିକା-ବାଣପୁର ଅଞ୍ଚଳର ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ, ପ୍ରାକ୍ତନ ସାଂସଦ ତଥା ଓଡିଶା ଭାଗଚାଷ ଆନ୍ଦୋଳନର ପୁରୋଧା ସ୍ବର୍ଗତ ଡାକ୍ତର ନୃସିଂହଚରଣ ସାମନ୍ତସିଂହାରଙ୍କର ସ୍ମୃତି ସଭା ନୃସିଂହ
ଆଦର୍ଶ ପ୍ରଧାନଶିକ୍ଷକଙ୍କ ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା ମହାପୁରୁଷଙ୍କ ପ୍ରତିମୂର୍ତ୍ତି ଅନାବରଣ
ବୋଲଗଡ଼, ୧୮।୧୦:ବୋଲଗଡ଼ ଶିକ୍ଷା ବ୍ଳକ ଅନ୍ତର୍ଗତ ଅସରଳା ସ୍ଥିତ ହରିହର ବିଦ୍ୟାପୀଠର ଆଦର୍ଶ ପ୍ରଧାନଶିକ୍ଷକ କ୍ଷେତ୍ରମୋହନ ରଣାଙ୍କ ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା ସଭା ବିଦ୍ୟାଳୟ ପରିସରରେ ସମାଜସେବୀ
ୟୁନିଟ 5 ଜଗନ୍ନାଥ ମନ୍ଦିରରେ ଷୋଡଶ ଦିନାତ୍ମକ ପୂଜା 14 ଦିନରେ
ଭୁବନେଶ୍ୱର ତା 16 ରିଖ l ୟୁନିଟ 5 ଜଗନ୍ନାଥ ମନ୍ଦିରରେ ଅଧିଷ୍ଠାତ୍ରୀ ଦେବୀ ମା' ହରଚଣ୍ଡୀଙ୍କର ଶାରଦୀୟ ଷୋଡ଼ଶ ଦିନାତ୍ମକ ପୂଜା ଆଜି 14 ଦିନରେ
ଶତାୟୁ ପାଲା କଳାକାର ଚକ୍ରଧର ମୁଦୁଲିଙ୍କ ପରଲୋକ ।
ଖୋର୍ଦ୍ଧା,୧୬ I୧୦:ଓଡ଼ିଶା ବିଭିନ୍ନ ପାଲା ମଞ୍ଚରେ ଗାୟକ ମାନଙ୍କ ଦ୍ୱାରା ବୋଲା ଯାଉଥିବା ବିଦଗ୍ଧ କବିତା "ଅପରେସନ କୋଇଲି"ର ରଚ଼ୟତା ସ୍ବର୍ଗତ ଗାୟକ ରତ୍ନ ଲୋକନାଥ କରଙ୍କ
ଶତାୟୁ ପାଲା କଳାକାର ଚକ୍ରଧର ମୁଦୁଲିଙ୍କ ପରଲୋକ ।
ଖୋର୍ଦ୍ଧା,୧୬ I୧୦:ଓଡ଼ିଶା ବିଭିନ୍ନ ପାଲା ମଞ୍ଚରେ ଗାୟକ ମାନଙ୍କ ଦ୍ୱାରା ବୋଲା ଯାଉଥିବା ବିଦଗ୍ଧ କବିତା "ଅପରେସନ କୋଇଲି"ର ରଚ଼ୟତା ସ୍ବର୍ଗତ ଗାୟକ ରତ୍ନ ଲୋକନାଥ କରଙ୍କ
ପ୍ରତାପଶାସନ ଡିଗ୍ରୀ କଲେଜରେଦିବ୍ୟରଞ୍ଜନ ସଭାପତି, ସୌମ୍ୟରଞ୍ଜନ ଉପସଭାପତିଛାତ୍ରସଂସଦ ନିର୍ବାଚନ ଫଳାଫଳ
ବାଲିଅନ୍ତା,୧୫|୧୦(ଗୋବର୍ଦ୍ଧନ ଦାସ):ବାଲିଅନ୍ତା ବ୍ଲକ ଅଧିନ ବାଳକାଟି ସ୍ଥିତ ପ୍ରତାପଶାସନ ଡିଗ୍ରୀ କଲେଜରେ ଅନୁଷ୍ଠିତ ଛାତ୍ରସଂସଦ ନିର୍ବାଚନର ଫଳାଫଳ ପ୍ରକାଶ ପାଇଛି।ଆଜି ୮ ଟାରୁ ଅପରାହ୍ନ ୨ ଟା
ରାଉରକେଲାରେ ରେଳବାଇର ମିଳିତ ମକ୍ ଡ୍ରିଲ୍…ବିପର୍ଯ୍ୟୟ ମୁକାବିଲା ଓ ଜରୁରୀକାଳୀନ ଉଦ୍ଧାର କାର୍ଯ୍ୟର ପ୍ରସ୍ତୁତି ଉପରେ ଗୁରୁତ୍ୱ…..
ରେଳବାଇରେ ଜରୁରୀକାଳୀନ ପରିସ୍ଥିତିର ମୁକାବିଲା, ତ୍ୱରିତ ଉଦ୍ଧାର କାର୍ଯ୍ୟ ଏବଂ ବିଭିନ୍ନ ସଂସ୍ଥା ମଧ୍ୟରେ ସମନ୍ୱୟକୁ ଅଧିକ ସୁଦୃଢ଼ କରିବା ଉଦ୍ଦେଶ୍ୟରେ ଦକ୍ଷିଣ ପୂର୍ବ ରେଳବାଇର ଚକ୍ରଧରପୁର
ପଲ୍ୟୁସନ ବୋର୍ଡ ସଦସ୍ୟ ସଚିବଙ୍କୁ ଭେଟିଲା ସୈନିକସ୍କୁଲ ବଞ୍ଚାଅ ଓ ଅଳିଆଗଦା ହଟାଅ ଅଭିଯାନ
ପୂଜାରେ ଡମପିଙ୍ଗ ୟାର୍ଡ଼କୁ ଅଳିଆଗାଡ଼ି ବନ୍ଦ ନକଲେ ଅନଶନ ନିଷ୍ପତି ଭୁବନେଶ୍ୱର ତା 14 ରିଖ l ସୈନିକସ୍କୁଲ ବେଆଇନ ବିଷାକ୍ତ ଅଳିଆ ଗଦା ସ୍ଥାନାନ୍ତର ପାଇଁ
vମହିମା ମହିଳା କମିଟି ପକ୍ଷରୁ ମନ୍ଦିର ସଫେଇ ମହିମା ମହିଳା କମିଟି ପକ୍ଷରୁ ମନ୍ଦିର ସଫେଇ କାର୍ଯ୍ୟକ୍ରମକାର୍ଯ୍ୟକ୍ରମ
ଭୁବନ,୧୩: ମନରେ ଆଧ୍ୟାତ୍ମିକ ଚେତନା ଓ ସ୍ୱଚ୍ଛ ପରିବେଶକୁ ଆଧାର କରି ଓଡ଼ିଶ ଗ୍ରାମର ପଶ୍ଚିମ ଦିଗରେ ଥିବା ମା’ ଚର୍ଚ୍ଚିକା ଦେବୀଙ୍କ ମନ୍ଦିର, ହନୁମାନ ମନ୍ଦିର
କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ “ସୁରଭୀ” କାର୍ଯ୍ୟକ୍ରମ ଅନୁଷ୍ଠିତପ୍ରତାପଶାସନ ବାଳିକା ଉଚ୍ଚ ବିଦ୍ୟାଳୟ ଛାତ୍ରୀଙ୍କ ସଫଳତା
ବାଲିଅନ୍ତା,୧୩|୧୦( ଗୋବର୍ଦ୍ଧନ ଦାସ):ବାଲିଅନ୍ତା ବ୍ଲକ ଶିକ୍ଷାଧିକାରୀ ଅଧିନ ପ୍ରତାପଶାସନ ବାଳକ ଉଚ୍ଚ ବିଦ୍ୟାଳୟରେ କ୍ଲଷ୍ଟରସ୍ତରୀୟ ସୁରଭୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି l ଏଥିରେ ପ୍ରତାପଶାସନ କ୍ଲଷ୍ଟରର ସମସ୍ତ
ସ୍ନିଗ୍ଧା ଏକାଡ଼େମୀର କନ୍ୟାମାନଙ୍କ ଦ୍ୱାରାନବମାତୃକା ପୂଜା
ଭୁବନେଶ୍ୱର, ୧୨.୧୦ : ଆର୍ଯ୍ୟସମାଜ ଓଡ଼ିଶା ପକ୍ଷରୁ ଅନୁଷ୍ଠିତ ରାଜ୍ୟସ୍ତରୀୟ ନବମାତୃକା ପୂଜାରେ ଭୁବନେଶ୍ୱର ସ୍ନିଗ୍ଧା ଏକାଡ଼େମୀର ଅଧ୍ୟକ୍ଷା ଶ୍ରୀମତୀ ବିିଚିତ୍ରା ରଥଙ୍କ ନେତୃତ୍ୱରେ ସର୍ବସୁଶ୍ରୀ ରାଜଶ୍ରୀ
@ ଏକାମ୍ର ମା’ ଦୁର୍ଗା ମହୋତ୍ସବ-୨୦୨୬ସ୍ମରଣିକା “ମହାଦେବୀ” ଉନ୍ମୋଚିତ
@ ବରିଷ୍ଠ ମୂର୍ତି କାରିଗର ଶ୍ରୀଯୁକ୍ତ ବିଦ୍ୟୁତ ପ୍ରଧାନ ଓ ବରିଷ୍ଠ ମେଢ କାରିଗର ଶ୍ରୀଯୁକ୍ତ ନବ କିଶୋର ବଟୁଙ୍କୁ “ମହାଦେବୀ ସମ୍ମାନ-୨୦୨୬” @ ଏକାମ୍ର ଭୁବନେଶ୍ଵର
“ମା”ଙ୍କୁ ପୂଜା ସମାଜ ସଂସ୍କାରର ଏକ ଦୃଢବାର୍ତ୍ତା
ବାଚସ୍ପତି ଶ୍ରୀମତୀ ପାଢୀଭଗବାନ ମୀନ ଅବତାର ଥିଲେ ମହର୍ଷି ଦୟାନନ୍ଦ : ପଦ୍ମଶ୍ରୀ ବାବା ବଳିଆଆର୍ଯ୍ୟସମାଜ ପକ୍ଷରୁ ନବମାତୃକା ପୂଜାମହାସମାରୋହରେ ଅନୁଷ୍ଠିତଭୁବନେଶ୍ୱର, ୧୧.୧୦ : ନବରାତ୍ରର ପ୍ରଥମ
ସୈନିକସ୍କୁଲ ପାଖରୁ ଡମ୍ପିୟାର୍ଡ଼ ହଟାଇବାକୁ ପ୍ରତିରକ୍ଷା ମନ୍ତ୍ରାଳୟ ଆଦେଶର ତୁରନ୍ତ ପାଳନ ପାଇଁ ମୁଖ୍ୟସଚିବଙ୍କୁ ଭେଟିବ ସୈନିକସ୍କୁଲ ବଞ୍ଚାଅ ଓ ଅଳିଆଗଦା ହଟାଅ ଅଭିଯାନ
ପୁଣି ଅଳିଆଗାଡ଼ି ବନ୍ଦ କରିବାପାଇଁ ନିଷ୍ପତି ଭୁବନେଶ୍ୱର ତା 11 ରିଖ l ସୈନିକସ୍କୁଲ ବେଆଇନ ବିଷାକ୍ତ ଅଳିଆ ଗଦା ପାଇଁ ଅଜି ସାରା ଦେଶରେ ଆମକୁ
Politics
ନାଚୁଣୀ ମହାବିଦ୍ୟାଳୟରେ ଉଦ୍ୟାନ କୃଷିର ସଫଳ ପ୍ରୟୋଗ ସମ୍ବନ୍ଧୀୟ ଆଲୋଚନା ଚ଼କ୍ର
September 5, 2026
ବାଲୁଗାଁ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଳିତ ହେଲା ୮୦ତମ ସ୍ୱାଧୀନତା ଦିବସ
August 15, 2026
Entertainment
ହିନ୍ଦୁ-ମୁସଲିମ୍ ଭାଇଚାରାର ଅନନ୍ୟ ଉଦାହରଣ: ମାଣିକାଗୋଡ଼ା ଦଶହରା
October 22, 2026
ମହିମା ମହିଳା କମିଟି ପକ୍ଷରୁ ମନ୍ଦିର ସଫେଇ କାର୍ଯ୍ୟକ୍ରମ
October 22, 2026
ଦଶହରା ଅବସରରେ ଗୋ ସେବା କାର୍ଯ୍ୟକ୍ରମ
October 22, 2026
ମୁଗୁପୁର ସମାଚାରର 15ତମ ବାର୍ଷିକ ଉତ୍ସବ ପାଳିତ
October 22, 2026