ଭୁବନ: ଢ଼େଙ୍କାନାଳ ଜିଲ୍ଲା ଭୁବନ ବ୍ଲକ୍ ଅନ୍ତର୍ଗତ ଓଡ଼ିଶ ପଂଚାୟତର ପ୍ରଭାକର ପାତ୍ରଙ୍କ ସ୍ତ୍ରୀ ଧକି ପାତ୍ର ଟ୍ରେନ୍ ଧକ୍କାରେ ମୃତୁ୍ୟବରଣ କରିଛନ୍ତି । ସୂଚନା ଅନୁସାରେ ଧକି ପାତ୍ର ତାଙ୍କ ଝିଅ ଘରକୁ ବୁଲିବାକୁ ଯାଇଥିଲେ ଏବଂ କିଛି ଦିନ ଝିଅଘରେ ରହିବା ପରେ ନିଜ ଘର ଓଡ଼ିଶକୁ ଆସିବାକୁ ତାଙ୍କ ଝିଅଙ୍କୁ କହିଲେ ଏବଂ ତାଙ୍କ ଝିଅ କହିଲେ ଠିକ୍ ଅଛି ଆସନ୍ତା କାଲି ସକାଳେ ନେଇ ଛାଡ଼ିଆସିବି କିନ୍ତୁ ଧକି ପାତ୍ର ସେହି ରାତିରେ ଏକୁଟିଆ ଚାଲି ଚାଲି ମାନପୁର, ଜଖପୁରା ରେଳ ଷ୍ଟେସନ ଆଡକୁ ଚାଲିଯାଇଥିଲେ । ଅଜାଣତରେ ରେଳ ଧାରଣାରେ ଗୋଡ଼ ଖସିଯାଇଥିଲା ଏବଂ ରେଳ ଧାରଣାରେ ପଡ଼ିଯାଇଥିଲେ । ବୃଦ୍ଧା ଯେଉଁଠାରେ ପଡ଼ିଯାଇଥିଲେ ସେଠାରେ ଜନଶୂନ୍ୟ ଥିଲା ଏବଂ ଯାତ୍ରୀବାହି ଟ୍ରେନ ରେ ଶରୀର କଟିଯାଇ ମୃତୁ୍ୟବରଣ କରିଥିଲେ । ଏହା ପରେ ତାଙ୍କ ପରିବାର ଲୋକେ ଖୋଜାଖୋଜି କରିଲା ପରେ ସୂଚନା ମିଳିଥିଲା । ଏହା ପରେ ତାଙ୍କୁ ପରିବାର ଲୋକେ ନିଜ ଗ୍ରାମ ଓଡ଼ିଶକୁ ଆଣିଥିଲେ । ଏହି ମୃତୁ୍ୟ ଖବର ଶୁଣି ନିଜ ସାହିରେ ତଥା ଗ୍ରାମରେ ଏକ ପ୍ରକାର ଶୋକର ଛାୟା ଖେଳିଯାଇଛି ।
ବିମଳ କୁମାର ରଣାଙ୍କ ରିପୋର୍ଟ, ଉକ୍ରଳ ବୁଲେଟିନ୍
Utkal Bulletin Is Now On WhatsApp Join And Get Latest News Updates Delivered To You Via WhatsApp
Social Share On:
Related News
ପ୍ରତାପଶାସନ ଡିଗ୍ରୀ କଲେଜରେଦିବ୍ୟରଞ୍ଜନ ସଭାପତି, ସୌମ୍ୟରଞ୍ଜନ ଉପସଭାପତିଛାତ୍ରସଂସଦ ନିର୍ବାଚନ ଫଳାଫଳ
ବାଲିଅନ୍ତା,୧୫|୧୦(ଗୋବର୍ଦ୍ଧନ ଦାସ):ବାଲିଅନ୍ତା ବ୍ଲକ ଅଧିନ ବାଳକାଟି ସ୍ଥିତ ପ୍ରତାପଶାସନ ଡିଗ୍ରୀ କଲେଜରେ ଅନୁଷ୍ଠିତ ଛାତ୍ରସଂସଦ ନିର୍ବାଚନର ଫଳାଫଳ ପ୍ରକାଶ ପାଇଛି।ଆଜି ୮ ଟାରୁ ଅପରାହ୍ନ ୨ ଟା
ରାଉରକେଲାରେ ରେଳବାଇର ମିଳିତ ମକ୍ ଡ୍ରିଲ୍…ବିପର୍ଯ୍ୟୟ ମୁକାବିଲା ଓ ଜରୁରୀକାଳୀନ ଉଦ୍ଧାର କାର୍ଯ୍ୟର ପ୍ରସ୍ତୁତି ଉପରେ ଗୁରୁତ୍ୱ…..
ରେଳବାଇରେ ଜରୁରୀକାଳୀନ ପରିସ୍ଥିତିର ମୁକାବିଲା, ତ୍ୱରିତ ଉଦ୍ଧାର କାର୍ଯ୍ୟ ଏବଂ ବିଭିନ୍ନ ସଂସ୍ଥା ମଧ୍ୟରେ ସମନ୍ୱୟକୁ ଅଧିକ ସୁଦୃଢ଼ କରିବା ଉଦ୍ଦେଶ୍ୟରେ ଦକ୍ଷିଣ ପୂର୍ବ ରେଳବାଇର ଚକ୍ରଧରପୁର
ପଲ୍ୟୁସନ ବୋର୍ଡ ସଦସ୍ୟ ସଚିବଙ୍କୁ ଭେଟିଲା ସୈନିକସ୍କୁଲ ବଞ୍ଚାଅ ଓ ଅଳିଆଗଦା ହଟାଅ ଅଭିଯାନ
ପୂଜାରେ ଡମପିଙ୍ଗ ୟାର୍ଡ଼କୁ ଅଳିଆଗାଡ଼ି ବନ୍ଦ ନକଲେ ଅନଶନ ନିଷ୍ପତି ଭୁବନେଶ୍ୱର ତା 14 ରିଖ l ସୈନିକସ୍କୁଲ ବେଆଇନ ବିଷାକ୍ତ ଅଳିଆ ଗଦା ସ୍ଥାନାନ୍ତର ପାଇଁ
vମହିମା ମହିଳା କମିଟି ପକ୍ଷରୁ ମନ୍ଦିର ସଫେଇ ମହିମା ମହିଳା କମିଟି ପକ୍ଷରୁ ମନ୍ଦିର ସଫେଇ କାର୍ଯ୍ୟକ୍ରମକାର୍ଯ୍ୟକ୍ରମ
ଭୁବନ,୧୩: ମନରେ ଆଧ୍ୟାତ୍ମିକ ଚେତନା ଓ ସ୍ୱଚ୍ଛ ପରିବେଶକୁ ଆଧାର କରି ଓଡ଼ିଶ ଗ୍ରାମର ପଶ୍ଚିମ ଦିଗରେ ଥିବା ମା’ ଚର୍ଚ୍ଚିକା ଦେବୀଙ୍କ ମନ୍ଦିର, ହନୁମାନ ମନ୍ଦିର
କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ “ସୁରଭୀ” କାର୍ଯ୍ୟକ୍ରମ ଅନୁଷ୍ଠିତପ୍ରତାପଶାସନ ବାଳିକା ଉଚ୍ଚ ବିଦ୍ୟାଳୟ ଛାତ୍ରୀଙ୍କ ସଫଳତା
ବାଲିଅନ୍ତା,୧୩|୧୦( ଗୋବର୍ଦ୍ଧନ ଦାସ):ବାଲିଅନ୍ତା ବ୍ଲକ ଶିକ୍ଷାଧିକାରୀ ଅଧିନ ପ୍ରତାପଶାସନ ବାଳକ ଉଚ୍ଚ ବିଦ୍ୟାଳୟରେ କ୍ଲଷ୍ଟରସ୍ତରୀୟ ସୁରଭୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି l ଏଥିରେ ପ୍ରତାପଶାସନ କ୍ଲଷ୍ଟରର ସମସ୍ତ
ସ୍ନିଗ୍ଧା ଏକାଡ଼େମୀର କନ୍ୟାମାନଙ୍କ ଦ୍ୱାରାନବମାତୃକା ପୂଜା
ଭୁବନେଶ୍ୱର, ୧୨.୧୦ : ଆର୍ଯ୍ୟସମାଜ ଓଡ଼ିଶା ପକ୍ଷରୁ ଅନୁଷ୍ଠିତ ରାଜ୍ୟସ୍ତରୀୟ ନବମାତୃକା ପୂଜାରେ ଭୁବନେଶ୍ୱର ସ୍ନିଗ୍ଧା ଏକାଡ଼େମୀର ଅଧ୍ୟକ୍ଷା ଶ୍ରୀମତୀ ବିିଚିତ୍ରା ରଥଙ୍କ ନେତୃତ୍ୱରେ ସର୍ବସୁଶ୍ରୀ ରାଜଶ୍ରୀ
@ ଏକାମ୍ର ମା’ ଦୁର୍ଗା ମହୋତ୍ସବ-୨୦୨୬ସ୍ମରଣିକା “ମହାଦେବୀ” ଉନ୍ମୋଚିତ
@ ବରିଷ୍ଠ ମୂର୍ତି କାରିଗର ଶ୍ରୀଯୁକ୍ତ ବିଦ୍ୟୁତ ପ୍ରଧାନ ଓ ବରିଷ୍ଠ ମେଢ କାରିଗର ଶ୍ରୀଯୁକ୍ତ ନବ କିଶୋର ବଟୁଙ୍କୁ “ମହାଦେବୀ ସମ୍ମାନ-୨୦୨୬” @ ଏକାମ୍ର ଭୁବନେଶ୍ଵର
“ମା”ଙ୍କୁ ପୂଜା ସମାଜ ସଂସ୍କାରର ଏକ ଦୃଢବାର୍ତ୍ତା
ବାଚସ୍ପତି ଶ୍ରୀମତୀ ପାଢୀଭଗବାନ ମୀନ ଅବତାର ଥିଲେ ମହର୍ଷି ଦୟାନନ୍ଦ : ପଦ୍ମଶ୍ରୀ ବାବା ବଳିଆଆର୍ଯ୍ୟସମାଜ ପକ୍ଷରୁ ନବମାତୃକା ପୂଜାମହାସମାରୋହରେ ଅନୁଷ୍ଠିତଭୁବନେଶ୍ୱର, ୧୧.୧୦ : ନବରାତ୍ରର ପ୍ରଥମ
ସୈନିକସ୍କୁଲ ପାଖରୁ ଡମ୍ପିୟାର୍ଡ଼ ହଟାଇବାକୁ ପ୍ରତିରକ୍ଷା ମନ୍ତ୍ରାଳୟ ଆଦେଶର ତୁରନ୍ତ ପାଳନ ପାଇଁ ମୁଖ୍ୟସଚିବଙ୍କୁ ଭେଟିବ ସୈନିକସ୍କୁଲ ବଞ୍ଚାଅ ଓ ଅଳିଆଗଦା ହଟାଅ ଅଭିଯାନ
ପୁଣି ଅଳିଆଗାଡ଼ି ବନ୍ଦ କରିବାପାଇଁ ନିଷ୍ପତି ଭୁବନେଶ୍ୱର ତା 11 ରିଖ l ସୈନିକସ୍କୁଲ ବେଆଇନ ବିଷାକ୍ତ ଅଳିଆ ଗଦା ପାଇଁ ଅଜି ସାରା ଦେଶରେ ଆମକୁ
ମା’ ଭଗବତୀ ଓ ମା’ ବିରଜାଈଙ୍କ ପ୍ରସିଦ୍ଧ ଭେଟଯାତ୍ରା
ଖୋର୍ଦ୍ଧା, ୧୧।୧୦, ବାଣପୁର ମା’ ଭଗବତୀଙ୍କ ଶାରଦୀୟ ପର୍ବର ମୁଖ୍ୟ ଆକର୍ଷଣ ହେଉଛି ପ୍ରସିଦ୍ଧ ଭେଟଯାତ୍ରା। ଆଶ୍ୱିନ ଅମାବାସ୍ୟାକୁ ଭେଟ ଅମାବାସ୍ୟା ବୋଲି କୁହାଯାଏ।ମା’ ଭଗବତୀ ଓ
ଟ୍ରାଫିକ ପୋଷ୍ଟ ଖାଲି! ସାଧାରଣ ଜନତାଙ୍କ ଜୀବନ ବିପଦରେ
ଭୁବନେଶ୍ୱର ତା 10/10/26 ରିଖ ରାଜ୍ୟ ସରକାର ଓ ଆମ କମିସନରେଟ ପୋଲିସ ସର୍ବଦା ସାଧାରଣ ଜନତାଙ୍କ ଜୀବନ ସୁରକ୍ଷା ଓ ଦୁର୍ଘଟଣା ଯେପରି ନ ହେବ
ଆଞ୍ଚଳିକ ଶିକ୍ଷା ପ୍ରତିଷ୍ଠାନ ରେ ଉତ୍କଳ ମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଜନ୍ମ ଜୟନ୍ତୀ ଉତ୍ସବ ପାଳନ
ଭୁବନେଶ୍ୱର ତା ୯।୧୦, ( ଏ ନ . ସି. ଇ.ଆର.ଟି )ପରିଚାଳିତ ଭୁବନେ୍ବରସ୍ଥିତ ଆଞ୍ଚଳିକ ଶିକ୍ଷା ପ୍ରତିଷ୍ଠାନ ସହିତ ଅନୁ ବନ୍ଧିତ୍ ପୂର୍ବାଞ୍ଚଳ ପାଇଁ ସର୍ବ
ଗୋପବନ୍ଧୁ ଉଚ୍ଚ ବିଦ୍ୟାଳୟରେ ଦଶ ମହାପୁରୁଷଙ୍କ ପ୍ରତିମୂର୍ତ୍ତି ଅନାବରଣ ଉତ୍ସବ ଅନୁଷ୍ଠିତ
ବୋଲଗଡ,୯ ।୧୦: ପିଏମ ଶ୍ରୀ ଗୋପବନ୍ଧୁ ସରକାରୀ ଉଚ୍ଚ ବିଦ୍ୟାଳୟ, ବେଗୁନିଆରେ ଶୁକ୍ରବାର ଦିନ ପ୍ରଧାନ ଶିକ୍ଷକ ପ୍ରମୋଦ କୁମାର ସ୍ୱାଇଁଙ୍କ ପ୍ରତ୍ୟକ୍ଷ ତତ୍ଵାବଧାନରେ ଉତ୍କଳ ସ୍ୱାଭିମାନ
ବରିଷ୍ଠ ଅଭିନେତା ନାନା ପାଟେକରଙ୍କ ଦେହାନ୍ତ, ୭୫ ବର୍ଷ ବୟସରେ ଶେଷ ନିଃଶ୍ୱାସ
ଭାରତୀୟ ସିନେମାର ବରିଷ୍ଠ ତଥା ପ୍ରତିଭାବାନ ଅଭିନେତା *ନାନା ପାଟେକର (ବିଶ୍ୱନାଥ ପାଟେକର)*ଙ୍କ ୭୫ ବର୍ଷ ବୟସରେ ଦେହାନ୍ତ ହୋଇଥିବା ଖବର ପ୍ରକାଶ ପାଇଛି। ଉପଲବ୍ଧ ପ୍ରାରମ୍ଭିକ
ସିଲଭର ଗାନ୍ଧୀ ସମ୍ବର୍ଦ୍ଧିତ
ଭୁବନେଶ୍ୱର ତା 08/10/26 ସାରା ଭାରତବର୍ଷରେ ସ୍ୱଚ୍ଛ ଭାରତ ପଦଯାତ୍ରା ପାଇଁ ଓଡ଼ିଶାର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ସିଲଭର ଗାନ୍ଧୀ ଓରଫ ମୋହନ
କଳାଙ୍ଗ ମାସିକ କ୍ଲଷ୍ଟର ସ୍ତରୀୟ ବୈଠକ
ବୋଲଗଡ଼,୩।୧୦: ବୋଲଗଡ ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟ ଅନ୍ତର୍ଗତ କଳାଙ୍ଗ ସାଧନ କେନ୍ଦ୍ରର ସଂଯୋଜକ ବିଭୁ ପ୍ରସାଦ ମହାପାତ୍ରଙ୍କ ତତ୍ତ୍ୱାବଧାନରେ ଫିରିଫିରାସ୍ଥିତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶନିବାର
ଚିଲିକା ନିର୍ବାଚ଼ନ ମଣ୍ଡଳୀରେ କଂଗ୍ରେସ ଦଳ ତରଫରୁ ବନ୍ଦ ପାଳିତ ।
ଚିଲିକା, ୮।୧୦:ଓଡ଼ିଶା ରାଜ୍ୟ କଂଗ୍ରେସ ଦଳର ଆହ୍ବାନ କ୍ରମେ ଖୋର୍ଦ୍ଧା ଜିଲ୍ଲାର ବିଭିନ୍ନ ସ୍ଥାନରେ ବନ୍ଦ ପାଳିତ ହୋଇଯାଇଅଛି । ଚିଲିକା କଂଗ୍ରେସ ପକ୍ଷରୁ ୧୨ ଘଣ୍ଟିଆ
ବୋଲଗଡ଼ ରେ ବୀର ସୁରେନ୍ଦ୍ର ସାଏ ଦିବ୍ୟ ଦୃଷ୍ଟି ଶିକ୍ଷକ ତାଲିମ ଶିବିର
ବୋଲଗଡ଼, ୬ ।୧୦: ରାଜ୍ୟ ସରକାରଙ୍କ ଆଦେଶ କ୍ରମେ ଓ ବୋଲଗଡ଼ ଗୋଷ୍ଠୀ ଶିକ୍ଷା ଅଧିକାରୀ ପ୍ରମୋଦ କୁମାର ସ୍ବାଇଁ ଙ୍କ ନିର୍ଦ୍ଦେଶ ଅନୁଯାୟୀ ବୋଲଗଡ଼ ଗୋଷ୍ଠୀ
ସ୍ୱର୍ଣ୍ଣିମ ଉପଲବ୍ଧି ପରେ ରାଉରକେଲା ଫେରିଲେ ଶିଳାନନ୍ଦ ଲାକ୍ରା
ସେଲ୍ ହକି ଏକାଡେମୀ ପକ୍ଷରୁ ଭବ୍ୟ ସ୍ୱାଗତ, କୋଚ୍ଙ୍କ ଆଶୀର୍ବାଦ ନେଲେ ଏସିଆନ୍ ଗେମ୍ସ ସ୍ୱର୍ଣ୍ଣ ବିଜେତା ରାଉରକେଲା, ୭।୧୦: ଏସିଆନ୍ ଗେମ୍ସରେ ସ୍ୱର୍ଣ୍ଣ ପଦକ ଜିତି
ଧର୍ମପ୍ରାଣ ବ୍ୟକ୍ତିତ୍ୱ ପ୍ରେମମୟୀ ମିଶ୍ରଙ୍କ ପରଲୋକ
ଭୁବନେଶ୍ୱର ତା 07/10/26 ରିଖ ବ୍ରହ୍ମେସ୍ୱର ପାଟଣାରେ ବାସ କରୁଥିବା ଧର୍ମପ୍ରାଣ, ପରୋପକାରୀ, ମିଷ୍ଠଭାଷୀ ତଥା ପୁଜ୍ୟପୂଜା ପ୍ରାଣ ଭାବେ ପୁରୀ ଜିଲ୍ଲା ଅନ୍ତର୍ଗତ ବିଶ୍ୱନାଥପୁର ଗ୍ରାମରେ
Politics
ନାଚୁଣୀ ମହାବିଦ୍ୟାଳୟରେ ଉଦ୍ୟାନ କୃଷିର ସଫଳ ପ୍ରୟୋଗ ସମ୍ବନ୍ଧୀୟ ଆଲୋଚନା ଚ଼କ୍ର