ଭୁବନେଶ୍ୱର: ଶହୀଦ ରଘୁ-ଦିବାକର ସ୍ମୃତି ସଂସଦ, ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନ ଓ ଆମେ ଭୁବନେଶ୍ୱର ପକ୍ଷରୁ ଶହୀଦ ଦିବାକର ପରିଡାଙ୍କ ୧୧୪ତମ ଜୟନ୍ତୀ ସ୍ଥାନୀୟ ୟୁନିଟ ୯ ସ୍ଥିତ ପ୍ରତିମୂର୍ତ୍ତି ସ୍ଥଳରେ ପୁଷ୍ପମାଲ୍ୟ ଅର୍ପଣ ସହ ସ୍ମୃତି ଚାରଣ ସଭା ବରିଷ୍ଠ ସାମ୍ବାଦିକ, ଅଭିଯାନର ଅଧ୍ୟକ୍ଷ ପ୍ରଦ୍ୟୁମ୍ନ ଶତପଥିଙ୍କ ସଭାପତିତ୍ବ ଓ ସ୍ମୃତି ସଂସଦର ସାଧାରଣ ସମ୍ପାଦକ ବ୍ରଜବନ୍ଧୁ ପରିଡାଙ୍କ ସଂଯୋଜନାରେ ଅନୁଷ୍ଠିତ ହୋଇଯାଇଛି I ଉକ୍ତ କାର୍ୟ୍ୟକ୍ରମରେ ମୁଖ୍ୟଅତିଥି ଭାବେ ବିଜେପି ରାଜ୍ୟ ଉପସଭାପତି ତଥା ମୁଖ୍ୟମନ୍ତ୍ରୀଙ୍କ ଉପଦେଷ୍ଟା ଗୋଲକ ଚନ୍ଦ୍ର ମହାପାତ୍ର, ସମ୍ମାନିତ ଅତିଥି ଭାବେ ସାହିତ୍ୟିକ ସଭାପତି ରାଧା ମୋହନ ମହାପାତ୍ର, ଶିକ୍ଷାବିତ ସୀତା ବଲ୍ଳଭ ମହାପାତ୍ର, ରମେଶ ପାତାଳ ସିଂ, ପ୍ରବୀର ମହାନ୍ତି ପ୍ରମୁଖ ଯୋଗ ଦେଇ ଶହୀଦ ଦିବାକରଙ୍କ ରଣପୁର ପ୍ରଜା ଆନ୍ଦୋଳନର ନେତୃତ୍ୱ ନେବା, ବୀରତ୍ୱ ତଥା ତାଙ୍କ ଆତ୍ମ ବଳିଦାନର ପଟାନ୍ତର ନାହିଁ ବୋଲି ମତବ୍ୟକ୍ତ କରିଥିଲେ. ଆଜିର ଯୁବସମାଜ ତାଙ୍କ ପଦାଙ୍କ ଅନୁସରଣ କରନ୍ତୁ ବୋଲି ମୁଖ୍ୟ ଅତିଥି ଶ୍ରୀଯୁକ୍ତ ମହାପାତ୍ର ମତବ୍ୟକ୍ତ କରିଥିଲେ, ଅତ୍ୟାଚାରୀ ରାଜାଙ୍କ କବଳରୁ ପ୍ରଜାଙ୍କୁ ରକ୍ଷା କରିବାରେ ତାଙ୍କ ଅବଦାନ ଅବିସ୍ମରଣୀୟ ବୋଲି ମତବ୍ୟକ୍ତ କରାଯାଇଥିଲା I ଏହି ଅବସରରେ ଭାଷାପ୍ରାଣ, ସମାଜସେବୀ ନବ କିଶୋର ପ୍ରଧାନ ଓ ସମାଜସେବୀକା ସୁଇଟ ମିଶ୍ରଙ୍କୁ ଶହୀଦ ଦିବାକର ପରିଡା ସ୍ମୃତି ସମ୍ମାନ ୨୦୨୪ ପ୍ରଦାନ କରାଯାଇଥିଲା I କାର୍ୟ୍ୟକ୍ରମକୁ ମୁଖପାତ୍ର ସାମ୍ବାଦିକ ଅରବିନ୍ଦ ତ୍ରିପାଠୀ, ନାରାୟଣ ଖୁଣ୍ଟିଆ, ମନୋରଞ୍ଜନ ମହାନ୍ତି, ଅଭୟ ବଡ଼ଜେନା, ନରେନ ସାହୁ, ଅନୁସାନୁ, ଯତୀନ୍ଦ୍ର ମୋହନ ଛୋଟରାୟ ପରିଚାଳନା କରିଥିବା ବେଳେ ଧନ୍ୟବାଦ ଅର୍ପଣ କରିଥିଲେ ସାମ୍ବାଦିକା ରୀନା ମହାନ୍ତି I
ଶହୀଦ ଦିବାକର ପରିଡାଙ୍କ ୧୧୪ତମ ଜୟନ୍ତୀ ପାଳିତ
Social Share On:
Utkal Bulletin Is Now On WhatsApp Join And Get Latest News Updates Delivered To You Via WhatsApp
Social Share On:
Related News
ଗୋ ସୁରକ୍ଷା ଆଇନ ପାଇଁ ଗଣ ବିକ୍ଷୋଭ ଓ ଅନଶନ ସଭା
ଭୁବନେଶ୍ୱର: ସାରା ଓଡ଼ିଶା ତଥା ଦେଶରେ ଗୋ ମାତାର ସୁରକ୍ଷା ଦାବିରେ ଏକ ଗଣ ବିକ୍ଷୋଭ ଓ ଅନଶନ ଭୁବନେଶ୍ୱର ବିଧାନସଭା ସମ୍ମୁଖରେ କରାଯାଇଥିବା ଦେଖିବାକୁ ମିଳିଛି। ଦେଶରେ ଗୋ ମାତା ତଥା ଗୋରୁ ଗାଈଙ୍କୁ ହତ୍ୟା ଓ ଅବହେଳା କରାଯାଉଥିବା
ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକଙ୍କୁ ବଡ଼ ଦାୟିତ୍ୱ
ଭୁବନେଶ୍ୱର: କେନ୍ଦ୍ର ସରକାରଙ୍କ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକଙ୍କୁ ବଡ଼ ଦାୟିତ୍ୱ । ବିଶିଷ୍ଟ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକଙ୍କୁ ଜାତୀୟ ଜନଗଣନା-୨୦୨୭ ବ୍ରାଣ୍ଡ ଆମ୍ବାସଡର କରାଯାଇଛି। କେନ୍ଦ୍ର ଗୃହ ମନ୍ତ୍ରାଳୟ ପକ୍ଷରୁ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ଜନଗଣନା ସଚେତନତାକୁ
ମା’ଭଗବତୀ ମନ୍ଦିର ଭିତର ହୁଣ୍ଡି ଖୋଲିଲା ଶ୍ରଦ୍ଧାଳୁଙ୍କ ଦାନ ଅର୍ଥ ମା’ଙ୍କ ଦୈନନ୍ଦିନ ସେବାରେ ଲାଗିବ
ଚିଲିକା : ବାଣପୁରର ଅଧିଷ୍ଠାତ୍ରୀ ଦେବୀ ମା'ଭଗବତୀଙ୍କ ମନ୍ଦିର ଭିତର ହୁଣ୍ଡି ଚାରିମାସ ପରେ ଖୋଲାଯାଇଅଛି । ସକାଳ ୧୦ ଘଟିକା ସମୟରେ ମା'ଙ୍କ ପାଖରେ ଧୂପଦୀପଜାଳି ସମର୍ପିତ ହେବାପରେ ମନ୍ଦିର ପରିଚାଳନା କମିଟିର ସଭାପତି ସ୍ଥାନୀୟ ତହସିଲ୍ ଦାର ଟି.
ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବିରେ ବିରୋଧୀଙ୍କ ହୋହାଲ୍ଲା ଗୃହ ମଧ୍ୟଭାଗକୁ ଆସି ହଟ୍ଟଗୋଳ କଲେ ବିଜେଡି ଓ କଂଗ୍ରେସ ସଦସ୍ୟ
ଭୁବନେଶ୍ୱର(ବୁ୍ୟରୋ) ବିଧାନସଭାରେ ଏସସିବି ନିଆଁ ତାତି । ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ଇସ୍ତଫା ଦାବିରେ ବିରୋଧୀଙ୍କ ହୋହାଲ୍ଲା । ଗୃହ ମଧ୍ୟ ଭାଗକୁ ଆସି ହଟ୍ଟଗୋଳ କଲେ ବିଜେଡି ଓ କଂଗ୍ରେସ ସଦସ୍ୟ । ନାରାବାଜିରେ ଉଠିଲା ପଡ଼ିଲା ବିଧାନସଭା । ବାଧ୍ୟ
ଆଫଗାନିସ୍ତାନରେ ପାକିସ୍ତାନର ଏୟାରଷ୍ଟ୍ରାଇକ୪୦୦ ମୃତ, ୨୫୦ ଆହତ
ନୂଆଦିଲ୍ଲୀ ଆଫଗାନିସ୍ତାନର ରାଜଧାନୀ କାବୁଲର ଏକ ଡାକ୍ତରଖାନା ଉପରେ ପାକିସ୍ତାନ ଆକାଶ ମାର୍ଗରୁ ଆକ୍ରମଣ କରିବାରୁ ପ୍ରାୟ ୪୦୦ ଲୋକଙ୍କ ମୃତ୍ୟୁ ଘଟିଥିବା ବେଳେ ୨୫୦ ଜଣ ଆହତ ହୋଇଛନ୍ତି । ମଙ୍ଗଳବାର ଆଫଗାନିସ୍ତାନର ତାଲିବାନ ସରକାରଙ୍କ ଜଣେ ମୁଖପାତ୍ର ଏହି
ସନ୍ଧିକୁଲିଆରୀ ଗ୍ରାମଠାରେ ଆରସିଡିସି ଓ ଶିଶୁ ବିକାଶ ପକ୍ଷରୁ ନିଯୁକ୍ତି ମେଳା ଅନୁଷ୍ଠିତ
କଳାହାଣ୍ଡି,୧୮|୩(ପ୍ୟାରିଲାଲ ଦୁର୍ଗା ଙ୍କ ରିପୋର୍ଟ) କଳାହାଣ୍ଡି ଜିଲ୍ଲାର ଧର୍ମଗଡ଼ ବ୍ଲକ ଅଧିନସ୍ଥ ସନ୍ଧିକୁଲିହାରୀ ଗ୍ରାମରେ ଆର୍.ସି.ଡ଼ି.ସି ଓ ଶିଶୁ ବିକାଶ ପ୍ରକଳ୍ପ, କଳାହାଣ୍ଡିଙ୍କ ଆନୁକୂଲ୍ୟରେ ଏକ ନିଯୁକ୍ତି ମେଳା ଶିବିର ସଫଳତାର ସହିତ ଅନୁଷ୍ଠିତ ହୋଇଛି। ଏହି କାର୍ଯ୍ୟକ୍ରମରେ ଜିଲ୍ଲା ପ୍ରଶାସନ
ବେଆଇନ ବିଦେଶୀ ମଦ କୋଠି ରେ ଅବକାରୀ ବିଭାଗ ର ଚଢ଼ାଉ, ଜଣେ ଗିରଫ
କଳାହାଣ୍ଡି,୧୮|୩(ପ୍ୟାରିଲାଲ ଦୁର୍ଗା ଙ୍କ ରିପୋର୍ଟ):କଳାହାଣ୍ଡି ଜ଼ିଲ୍ଲା ଧର୍ମଗଡ ଅବକାରୀ ପୋଲିସ କୁ ବଡ଼ ସଫଳତା। ବେଆଇନ ବିଦେଶୀ ମଦ କୋଠି ରେ ଚଢ଼ାଉ। ଜିଲ୍ଲା ଅବକାରୀ ଅଧିକାରୀ ରଞ୍ଜନ କୁମାର ନାଏକ ଙ୍କ ନିର୍ଦେଶ କ୍ରମେ କଳାହାଣ୍ଡି ଜିଲ୍ଲା ଗୋଲାମୁଣ୍ଡା ଥାନା
ପୁଣି ଏକ ଲଜ୍ୟା ଘଟଣା
ଆସିକା, [4:57 pm, ] 18/3/26:ପୁଣି ଏକ ଲଜ୍ୟା ଘଟଣା ଘଟିଯାଇଛି, ଆସିକା ବ୍ଲକ କୋଟିନଡ଼ା ଥାନା ଭୋଟନୟୀ ଗ୍ରାମରେ କଙ୍ଗାରୁ କୋର୍ଟରେ ଦଣ୍ଡ, ବିଦ୍ୟୁତଖୁଣ୍ଟ ରେ ଚାରିଜଣଙ୍କୁ ବାନ୍ଧି ମାଡାମରିବା ଘଟଣା ସୋସିଆଲ ମିଡ଼ିଆରେ ଘୁରିବୁଲୁଛି l ଦୁଇ ତିନି
ଓଡିଶାରେ ହୋଇଥିବା JTS-2023 ନିଯୁକ୍ତି ପ୍ରକିୟା ସମ୍ପର୍କରେ ଅନେକ ଆଶାୟୀ ଦୀର୍ଘଦିନ ଧରି ନ୍ୟାୟ ପାଇଁ ଅପେକ୍ଷା
ଭୁବନେଶ୍ୱର 18/3/26: ଓଡିଶାରେ ହୋଇଥିବା JTS-2023 ନିଯୁକ୍ତି ପ୍ରକିୟା ସମ୍ପର୍କରେ ଅନେକ ଆଶାୟୀ ଦୀର୍ଘଦିନ ଧରି ନ୍ୟାୟ ପାଇଁ ଅପେକ୍ଷା କରୁଛନ୍ତି l ମାନ୍ୟବର ଉଚ୍ଚ ନ୍ୟାୟାଳୟ ମଧ୍ୟ ଅବଶିଷ୍ଟ ଖାଲି ପଦଗୁଡିକୁ ମେରିଟ ଆଧାରରେ ପୂରଣ ନିର୍ଦେଶ ଦେଇଛନ୍ତି, କିନ୍ତୁ
ପୂର୍ବଶତ୍ରୁତାକୁ କେନ୍ଦ୍ରକରି ଧଉଳି ଥାନା ଲିଙ୍ଗିପୁର ସରପଞ୍ଚ ଖିରୋଦ କୁମାର ପ୍ରଧାନଙ୍କୁ ଆକ୍ରମଣ କରିବା ସହ ପିନ୍ଧିଥିବା ସୁନାଚେନ ଲୁଟ
ବାଲିଅନ୍ତା,୧୭|୩:ପୂର୍ବଶତ୍ରୁତାକୁ କେନ୍ଦ୍ରକରି ଧଉଳି ଥାନା ଲିଙ୍ଗିପୁର ସରପଞ୍ଚ ଖିରୋଦ କୁମାର ପ୍ରଧାନଙ୍କୁ ଆକ୍ରମଣ କରିବା ସହ ପିନ୍ଧିଥିବା ସୁନାଚେନ ଲୁଟ କରିଥିବା ଅଭିଯୋଗରେ ପୁଲିସ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି l ଗିରଫ ଅଭିଯୁକ୍ତ ହେଲେ ଏହି ଥାନା
ହୋଲି ପରେ ଆରମ୍ଭ ହୋଇଗଲା ମହୁଲଫୁଲ ସଂଗ୍ରହ, ମହୁଲ ବେଟାଳି ବ୍ୟସ୍ତ
କଳାହାଣ୍ଡି,(ଉତ୍କଳ ବୁଲେଟିନ):-ହୋଲି ପରେ ପରେ ଆରମ୍ଭ ହୋଇଗଲା ମହୁଲଫୁଲ ସଂଗ୍ରହ | ମହୁଲ ବେଟିବା ପାଇଁ ବେଟାଳି ମାନେ ବ୍ୟସ୍ତରେ ରହି ମହୁଲ ଫୁଲ ସଂଗ୍ରହ କରୁଛନ୍ତି | ଚାଷକାମ ପରେ ଜୀବନ ଜିବିକାର ଦ୍ୱତୀୟ ପନ୍ଥା ହେଲା ଜଙ୍ଗଲଜାତ ଦ୍ରବ୍ୟ
ଏନ. ଏ. ସି, ଧର୍ମଗଡ଼ ରେ ଜାତୀୟ ଜନଗଣନା ୨୦୨୭ ଅନ୍ତର୍ଗତ ଏନୁମିରେଟର ଓ ସୁପରଭାଇଜର ଙ୍କ ପ୍ରଶିକ୍ଷଣ ଶିବିର
କଳାହାଣ୍ଡି,୧୭|୩(ପ୍ୟାରିଲାଲ ଦୁର୍ଗା ଙ୍କ ରିପୋର୍ଟ)ତ୍ରୀଦିବସୀୟ ଏନ. ଏ. ସି, ଧର୍ମଗଡ଼ ସ୍ତରୀୟ ଜାତୀୟ ଜନଗଣନା ୨୦୨୭ ଅନ୍ତର୍ଗତ ଗଣନାକାରି ଓ ସୁପରଭାଇଜର ମାନଙ୍କ ପ୍ରଶିକ୍ଷଣ ଶିବିର ଆଜି ତା ୧୬/୦୩/୨୦୨୪ ଠାରୁ କାଶୀବାହାଲ, ଧର୍ମଗଡ଼ସ୍ଥ ଗୁରୁଜୀ ମଧୂସୂଦନ ଉଚ୍ଚ ବିଦ୍ୟାଳୟରେ ଆରମ୍ଭ
ଚାବହାର ନିକଟରେ ଆକାଶମାର୍ଗରୁ ବୋମାବର୍ଷଣ କଲା ଆମେରିକା
ନୂଆଦିଲ୍ଲୀ ଇରାନର ଚାବହାର ମୁକ୍ତ ବାଣିଜ୍ୟ ଜୋନ ନିକଟରେ ହମଲା । ଏକାଧିକ ବିସ୍ଫୋରଣରେ ଥରି ଉଠିଛି ଏହି ଅଞ୍ଚଳ । ସୋମବାର ଆମେରିକା ଏଠାରେ ଘନଘନ ଏୟାର ଷ୍ଟ୍ରାଇକ କରିବାରୁ ବ୍ୟାପକ କ୍ଷୟକ୍ଷତି ହୋଇଥିବା ରିପୋର୍ଟ ପ୍ରକାଶ ପାଇଛି ।
ରାଜ୍ୟସଭା ନିର୍ବାଚନ : ମନମୋହନ,ସୁଜିତ,ସଂତୃପ୍ତ ଓ ଦିଲ୍ଲୀପ ବିଜୟୀ
ଭୁବନେଶ୍ୱର : ରାଜ୍ୟସଭା ନିର୍ବାଚନରେ ବାଜି ମାରିଲେ ବିଜେପିର ମନମୋହନ ସାମଲ, ସୁଜିତ କୁମାର, ବିଜେଡିର ସଂତୃପ୍ତ ମିଶ୍ର ଓ ସ୍ୱାଧୀନ ପ୍ରାର୍ଥୀ ଦିଲୀପ ରାୟ । କଂଗ୍ରେସ ଓ ବିଜେଡି ମିଳିତ ପ୍ରାର୍ଥୀ ଦତ୍ତେଶ୍ୱର ହୋତା ଦିଲ୍ଲୀପଙ୍କ ଠାରୁ ପରାଜିତ
ଟ୍ରମାକେୟାରରେ ଥିବା ୧୦ ରୋଗୀଙ୍କ ମୃତ୍ୟ
କଟକ(ବୁ୍ୟରୋ) କଟକ ଏସସିବି ବଡ଼ ମେଡିକାଲରେ ଭୟାବହ ଅଗ୍ନିକାଣ୍ଡ । ଧୂଆଁରେ ଅଣନିଃଶ୍ୱାସୀ ହୋଇ ୧୦ ନିରୀହ ଜୀବନ ଚାଲିଯାଇଛି । ଅନେକ ଲୋକ ନିଆଁରେ ପୋଡ଼ି ହୋଇ ଗୁରୁତର ହୋଇଛନ୍ତି । ସମସ୍ତ ଗୁରୁତରଙ୍କୁ ଏସସିବି ମେଡିକାଲରୁ ଉଦ୍ଧାର କରି
ଏନ ଏ ସି ନିର୍ବାଚନରେ ଓବିସି ମାନଙ୍କ ପାଇଁ ସଂରକ୍ଷଣ ଦାଵୀକଲା ମୂଳନୀବାସୀ ବହୁଜନ ମିଳିତ ମହାସଂଘ
କଳାହାଣ୍ଡି,୧୭|୩(ପ୍ୟାରିଲାଲ ଦୁର୍ଗା ଙ୍କ ରିପୋର୍ଟ):ଆଉ କିଛି ଦିନ ପରେ କଳାହାଣ୍ଡିରେ ନୂତନ ଭାବେ ଗଠନ ହୋଇଥିବା ଜୟପାଟଣା ଓ ନର୍ଲା ଏନ ଏ ସି ପାଇଁ ନିର୍ବାଚନ ହେବାକୁ ଵିଜ୍ଞାପନ ପ୍ରକାଶ ପାଇଛି |କାଉନସିଲର ପଦବୀ ପାଇଁ ସ୍ଥାନ ସଂରକ୍ଷଣ ତାଲିକା
ଛତ୍ରପୁରରେ ଗ୍ୟାସ୍ ସଙ୍କଟ
ଗଞ୍ଜାମ ଜିଲା ଛତ୍ରପୁରରେ ଦେଖାଦେଇଛି ଏଲ୍ପିଜି ସଙ୍କଟ ।ସାଧାରଣ ଖାଉଟି ବେହାଲ । ୨୫ ଦିନ ତଳୁ ବୁକିଂ କରିଥିବା ଉପଭୋକ୍ତା ଏ ଯାଏ ସିଲିଣ୍ଡର ପଇପାରିନାହାନ୍ତି। ଯାହା ଫଳରେ ସାଧାରଣ ଲୋକେ ଏଲ୍ପିଜି ପାଇଁ ହନ୍ତସନ୍ତ ହେଉଥିବା ଦେଖିବାକୁ ମିଳୁଛି।
ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପ୍ରାତଃଭ୍ରମଣ କରୁଥିବା ୨ ମହିଳା ସମେତ ଜଣେ ଛାତ୍ରଙ୍କ ମୃତ୍ୟୁ
ବାଲିଅନ୍ତା,୧୬|୩():ଭୁବନେଶ୍ୱର-ପୁରୀ ଜାତୀୟ ରାଜପଥ କୌଶଲ୍ୟାଗଙ୍ଗ ଫାଣ୍ଡି ଅଧିନ କୃପାଜଳ ଇଞ୍ଜିନିୟର କଲେଜ(କେଇସି) ନିକଟରେ ଆଜି ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପ୍ରାତଃଭ୍ରମଣ କରୁଥିବା ୨ ମହିଳା ସମେତ ଜଣେ ଛାତ୍ରଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ ଛାତ୍ର ଆହତ ହୋଇଛନ୍ତି
ତଳଆମ୍ବପଦରରେ ରକ୍ତାକ୍ତ ସଂଘର୍ଷ: ୨୧ ଜଣ ଗିରଫ
କଳାହାଣ୍ଡି,୧୬|୩(ପ୍ୟାରିଲାଲ ଦୁର୍ଗା ଙ୍କ ରିପୋର୍ଟ):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ତଳଆମ୍ବପଦର ଗ୍ରାମରେ ସିଜିମାଳି ଖଣି ଖନନକୁ କେନ୍ଦ୍ର କରି ସୃଷ୍ଟି ହୋଇଥିବା ବିବାଦ ଉଗ୍ର ରୂପ ଧାରଣ କରିଛି ।'କମ୍ପାନୀ ଦଲାଲ’ ସନ୍ଦେହରେ ଜଣେ ବ୍ୟକ୍ତି ଙ୍କ ଉପରେ ହୋଇଥିବା
ସଶକ୍ତ ଓଡିଶା ପକ୍ଷରୁ ପ୍ରତିବାଦ ସଭା ସହିତ ସ୍ମାରକପତ୍ର ପ୍ରଦାନ
ଭୁବନେଶ୍ୱର ତା 16/03/26 ସାମାଜିକ ଅନୁଷ୍ଠାନ "ସଶକ୍ତ ଓଡିଶା "ପକ୍ଷରୁ ସ୍ଥାନୀୟ ଲୋୟର ପିଏମଜି ଛକ ଧାରଣା ସ୍ଥଳରେ ପଶ୍ଟିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଭାରତର ମହାମହିମ ରାଷ୍ଟ୍ରପତି ତଥା ସମସ୍ତ ମହିଳାଙ୍କ ଆଦର୍ଶ ଦ୍ରୌପଦୀ ମୁର୍ମୁଙ୍କ ପ୍ରତି କରିଥିବା ଅସମ୍ମାନ,ସମ୍ଭିଧାନ
Politics
Entertainment
ଗୋ ସୁରକ୍ଷା ଆଇନ ପାଇଁ ଗଣ ବିକ୍ଷୋଭ ଓ ଅନଶନ ସଭା