ଭୁବନେଶ୍ଵର ତା ୧୦।୩ , ଶହୀଦ ନଗର ଶିକ୍ଷାବିତ ପ୍ରଫେସର ଶତୃଘ୍ନ ନାଥ ମାର୍ଗ ସ୍ଥିତ ପ୍ରତିମୂର୍ତ୍ତି ନିକଟ ରେ ପ୍ରଫେସର ଶତୃଘ୍ନ ନାଥ ୨୦ ତମ ଶ୍ରାଦ୍ଧ ଦିବସ ପାଳିତ ହୋଇ ଯାଇଛି।
ଏହି ପୂଜ୍ୟ ପୂଜା ଶ୍ରଦ୍ଧାଞ୍ଜଳି କାର୍ଯ୍ୟକ୍ରମ ଆଞ୍ଚଳିକ ଶିକ୍ଷା ପ୍ରତିଷ୍ଠାନ ର ପୁରାତନ ଛାତ୍ର ସଂସଦ,ଆମେ ଭୁବନେଶ୍ୱର ପାଇ , ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ ଏବଂ ତାଙ୍କ ପରିବାର ସଦସ୍ୟ ମାନଙ୍କ ଉପସ୍ଥିତି ରେ ପାଳନ କରା ଯାଇ ଥିଲା। ଗାୟକ ଆଲ୍ଲାଦ ସୁରେନ୍ଦ୍ର ଛୋଟରାୟ ମୋହା ମୃତ୍ୟୁଞ୍ଜୟ ମନ୍ତ୍ର ପାଠ କରିଥିଲେ ଏବଂ ଆଧୁନିକ ଶିକ୍ଷା ଏବଂ ମୌଳିକ ଶିକ୍ଷା ଏକ ତୁଳନ୍ତ୍ୱକ ବିବରଣୀ ପ୍ରଦାନ କରିଥିଲେ ଓ ତାଙ୍କ କନ୍ୟା ୧ ନମ୍ବର ବାଳିକା ଉଚ୍ଚ ବିଦ୍ୟାଳୟ ପ୍ରାକ୍ତନ ପ୍ରଧାନ ଶିକ୍ଷୟିତ୍ରୀ ଅଞଳୀ ନାଥ ଶର୍ମା ପୁଷ୍ପମାଲ୍ୟ ପ୍ରଦାନ କରିବା ପରେ ଦ୍ବୀପ ପ୍ରଜ୍ଜ୍ୱଳନ ପରେ ଉପସ୍ଥିତ ସଦସ୍ୟ ମାନେ ଶ୍ରାଦ୍ଧ ସୁମନ ଅର୍ପଣ କରିଥିଲେ । ପୂର୍ବତନ କର୍ପୋରେଟର ପଦ୍ମନାଭ ଦାଶ ଏବଂ ଉମା ନାଥ ମିଶ୍ର ସ୍ମୃତି ଚାରଣ କରି ସରକାରୀ ସ୍ଥାର ରେ ସଂସ୍କୃତି ବିଭାଗ ଦ୍ଵାରା ଏହି କାର୍ଯ୍ୟକ୍ରମ ଆୟୋଜିତ ହେବା ପାଇଁ ମତ ପ୍ରକାଶ କରିଥିଲେ ଏବଂ ନିକଟସ୍ଥ ପାର୍କ ଉତ୍କଳ ରତ୍ନ ପ୍ରଫେସର ଶତୃଘ୍ନ ନାଥ ଙ୍କ ନାମ ରେ ନାମକରଣ କରିବା ନିମନ୍ତେ ସରକାର ଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ଲକ୍ଷ୍ମୀଧର ବେହେରା ତାଙ୍କ ବାର୍ତ୍ତା ରେ ତାଙ୍କ ଛାତ୍ର ବତ୍ସଳତା ଓ ଉଛକୋଟି ର ଶିକ୍ଷା ବିକାଶ ପଦ୍ଧତି ଉପରେ ବିବରଣୀ ପ୍ରଦାନ କରିଥିଲେ। ଆଞ୍ଚଳିକ ଶିକ୍ଷା ପ୍ରତିଷ୍ଠାନ ପୁରାତନ ଛାତ୍ର ଏବଂ ପୂରାତନ ଛାତ୍ର ସଂସଦ ସମ୍ପାଦକ ରମେଶ ଚନ୍ଦ୍ର ପାତାଳ ସିଂହ ତାଙ୍କ ଅନୁଭୂତି ର ବିବରଣୀ ରେ ଛାତ୍ର ମାନଙ୍କୁ ପ୍ରେରଣା ଏବଂ ଛାତ୍ର କେନ୍ଦ୍ରିତ ଶିକ୍ଷା ପଦ୍ଧତି ସହିତ ଛାତ୍ର,ସହକର୍ମୀ ମାନଙ୍କୁ ସମଭାବାପନ୍ନ ବ୍ୟବହାର ର ବିବରଣୀ ପ୍ରଦାନ କରିଥିଲେ। ତାଙ୍କ ଛାତ୍ର ଭାବ ରେ ସମସ୍ତ ଉପସ୍ଥିତ ଶିକ୍ଷା ପ୍ରତି ସମର୍ପିତ ସଦସ୍ୟ ମାନଙ୍କୁ କୃତଜ୍ଞତା ଜ୍ଞାପନ କରିଥିଲେ।
ଆମେ ଭୁବନେଶ୍ଵର ସମାଜ ସେବା ଅନୁଷ୍ଠାନ ର ସଦସ୍ୟ ପୂର୍ବତନ କର୍ପୋରେଟର ନରେନ ସାହୁ , ଦୁଃଶାସନ ମଝି,ଗୁରୁ ଚରଣ ସାହୁ,ଓ ବିଜୟ ବାବୁ ଶ୍ରଦ୍ଧାଞ୍ଜଳୀ ଅର୍ପଣ କରିଥିଲେ।
ତାଙ୍କ କନ୍ୟା ଅଞ୍ଜଳୀ ନାଥ ଶର୍ମା ତାଙ୍କ ଜୀବନୀ ପୁସ୍ତିକା ରୁ ସୁସ୍ଥ ସମାଜ ଗଠନ ଏବଂ ଅନ୍ୟାନ୍ୟ ଅନୁକରଣୀୟ ବିବରଣୀ ପ୍ରଦାନ କରିଥିଲେ। ଜାମାତା ଡ଼କ୍ଟର କୈଳାଶ ଚନ୍ଦ୍ର ନାଥ ଶର୍ମା ମହିମା ଅଲେଖ ଧର୍ମ ଉପରେ ରଚିତ ପୁସ୍ତକ ଓ ସମାଜ ବିକାଶ ନିମନ୍ତେ ପ୍ରବଳ ନିଷ୍ଠା ବିଷୟ ରେ ସୂଚନା ପ୍ରଦାନ କରିଥିଲେ। କୂଳବଧୁ ସୁଶ୍ରୀ ଗୀତା ନାଥ ଓ ସୋନି କାର୍ଯ୍ୟକ୍ରମ ପରିଚାଳନା ରେ ସହାୟତା କରିଥିଲେ। ଅମିତ ରଞ୍ଜନ ପାତାଳ ସିଂହ ଧନ୍ୟବାଦ ଅର୍ପଣ କରିଥିଲେ
ଶିକ୍ଷାବିତ ଉତ୍କଳ ରତ୍ନ ଶତ୍ରୁଘ୍ନ ନାଥ ଙ୍କ ଶ୍ରାଦ୍ଧ ଦିବସ ପାଳନ
Social Share On:
Utkal Bulletin Is Now On WhatsApp Join And Get Latest News Updates Delivered To You Via WhatsApp
Social Share On:
Related News
ପୁରସ୍କାର ବିତରଣ ଉତ୍ସବ
ଭଦ୍ରକ: ଅଖିଳ ବିଶ୍ୱ ଗାୟତ୍ରୀ ପରିବାର, ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ଭାରତୀୟ ସଂସ୍କୃତି ଜ୍ଞାନ ପରିପୋଷଣ ପାଇଁ ପଞ୍ଚମ ଶ୍ରେଣୀରୁ ମହାବିଦ୍ୟାଳୟ ପର୍ୟ୍ୟନ୍ତ ପ୍ରତିବର୍ଷ ଭାରତୀୟ ସଂସ୍କୃତି ଜ୍ଞାନ ପରୀକ୍ଷା କରି ଜିଲ୍ଲାସ୍ତରୀୟ କୃତ୍ତୀଛାତ୍ରଛାତ୍ରୀ ମାନଙ୍କୁ ପୁରସ୍କାର ପ୍ରଦାନ କରେ I
ବୋଲଗଡ଼ ବ୍ଲକସ୍ତରୀୟ ଅବସର ପ୍ରାପ୍ତ ଶିକ୍ଷକ, ଶିକ୍ଷୟିତ୍ରୀ, ଶିକ୍ଷା କର୍ମଚାରୀମାନଙ୍କୁ ସମ୍ବଦ୍ଧନା
ଚିଲିକା, ୬।୯: ବୋଲଗଡ଼ ଗୋଷ୍ଠୀ ଶିକ୍ଷା ଅଧିକାରୀ ପ୍ରମୋଦ କୁମାର ସ୍ୱାଇଁଙ୍କ ସଭାପତିତ୍ୱରେ ଓ ଆଞ୍ଚଳିକ ସାଧନକେନ୍ଦ୍ର ସଂଯୋଜକ ଲୋକନାଥ ସାହୁଙ୍କ ଆବାହକତ୍ୱରେ ପବିତ୍ର ଗୁରୁଦିବସ ଉପଲକ୍ଷେ ଅବସରପ୍ରାପ୍ତ ବ୍ଲକ ସ୍ତରୀୟ ଶିକ୍ଷକ, ଶିକ୍ଷୟିତ୍ରୀ ଓ ଶିକ୍ଷା କର୍ମଚାରୀମାନଙ୍କର ସମ୍ବର୍ଦ୍ଧନା ଉତ୍ସବ
ବନ୍ୟା ଯୋଦ୍ଧା ସମ୍ମାନ ପ୍ରଦାନଆଶାର ଦିଶା ଫାଉଣ୍ଡେସନ ର ନବମ ବାର୍ଷିକ ଉତ୍ସବ ଅନୁଷ୍ଠିତ
ଭୁବନେଶ୍ୱର; ଜୟଦେଵ ଭବନ ପ୍ରେକ୍ଷାଳୟରେ ଅନୁଷ୍ଠିତ ହୋଇଯାଇଛି ଆଶାର ଦିଶା ଫାଉଣ୍ଡେସନର ନବମ ବାର୍ଷିକ ଉତ୍ସବ । ଏହି ସଂଗଠନ କର୍କଟ ପିଡୀତଙ୍କ ଉଦ୍ଦେଶ୍ୟରେ ସମାଜମଙ୍ଗଳ ହୁଣ୍ଡି ମାଧ୍ୟମରେ ଅନେକ କର୍କଟ ପିଡୀତଙ୍କ ମୁହଁରେ ହସ ଫୁଟେଇ ପାରିଛି । ଚଳିତ
ଜଙ୍ଗଲ ଜମିରେ ‘ଅଫିସ୍’—ଶେଷରେ ଚାଲିଲା ବୁଲଡୋଜର…
ରାଉରକେଲା ସର୍କିଟ୍ ହାଉସ୍ ବନ୍ଧୁକ ଓ ଗ୍ୟାଙ୍ଗ୍ ମାମଲାର ମୁଖ୍ୟ ଅଭିଯୁକ୍ତ ପ୍ରକାଶ ପାଶୱାନଙ୍କ ସହ ସମ୍ପର୍କିତ ଅବୈଧ ନିର୍ମାଣକୁ ଭାଙ୍ଗିଛି ବନ ବିଭାଗ।ଦୁର୍ଗାପୁର ସଂରକ୍ଷିତ ଜଙ୍ଗଲ ଜମିରେ ନିର୍ମାଣ ହୋଇଥିବା ଏକ କଂକ୍ରିଟ୍ ଅଫିସ୍ ଉପରେ ଶେଷରେ ଚାଲିଛି ପ୍ରଶାସନର
ଜାଗୃତିକା ତରଫରୁ ନନ୍ଦ ଉତ୍ସବ ପାଳିତ ।
ଚିଲିକା, ୫ ।୯: ପ୍ରତିବର୍ଷ ପରି ଚଳିତ ବର୍ଷ ନାଚୁଣୀସ୍ଥ ଅଗ୍ରଣୀ ସାହିତ୍ୟ, ସଂସ୍କୃତି ଓ ସାମାଜିକ ଅନୁଷ୍ଠାନ ଜାଗୃତିକା ତରଫରୁ 'ଆଶିଷ ଭବନ' ଠାରେ ନନ୍ଦ ଉତ୍ସବ ପାଳିତ ହୋଇଯାଇଅଛି । ଯୁବଜ୍ୟୋତି ହାଇସ୍କୁଲର ପ୍ରଧାନ ଶିକ୍ଷକ ଆଶିଷ କୁମାର
୧୨ ଜଣ ଶିକ୍ଷକ ପାଇଲେ ଜୟଦେବ ଶିକ୍ଷକ ସମ୍ମାନ ୨୦୨୬
ବାଲିଅନ୍ତା ୦୫/୦୯( ଗୋବର୍ଦ୍ଧନ ଦାସ):-ଶାନ୍ତିସ୍ତୁପ, ଗ୍ରୀନ ଜୟଦେବ ଟ୍ରଷ୍ଟ ଏବଂ ନିର୍ମାଣ ଶିକ୍ଷା ଅନୁଷ୍ଠାନର ମିଳିତ ସହଯୋଗରେ ପବିତ୍ର ଗୁରୁ ଦିବସ ଅବସରରେ ନିର୍ମାଣ କଲେଜ ଅଡିଟୋରିୟମରେ ‘ଜୟଦେବ ଶିକ୍ଷକ ସମ୍ମାନ-୨୦୨୬’ ଅନୁଷ୍ଠିତ ହୋଇଯାଇଛି। ଶାନ୍ତିସ୍ତୁପର ମୁଖ୍ୟ ରଞ୍ଜନ ମହାପାତ୍ରଙ୍କ ସଭାପତିତ୍ୱରେ
କୁମାଣ୍ଡଳ ଯୁବ ଜ୍ୟୋତି ହାଇସ୍କୁଲରେ ଗୁରୁଦିବସ ପାଳିତ
ଚିଲିକା, ୫ । ୯: ଚିଲିକା ବ୍ଲକ ଅନ୍ତର୍ଗତ କୁମାଣ୍ଡଳସ୍ଥ ଯୁବଜ୍ୟୋତି ହାଇସ୍କୁଲ ଠାରେ ଛାତ୍ରଛାତ୍ରୀମାନଙ୍କ ଦ୍ଵାରା 'ଗୁରୁଦିବସ' ପାଳିତ ହୋଇଯାଇଅଛି । ପ୍ରାରମ୍ଭରେ ଅତିଥିମାନେ ବିଶିଷ୍ଟ ଦାର୍ଶନିକ ତଥା ଭାରତର ପୂର୍ବତନ ରାଷ୍ଟ୍ରପତି ଡକ୍ଟର ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କ ତୈଳଚିତ୍ରରେ ଧୂପ
ନାଚୁଣୀ ମହାବିଦ୍ୟାଳୟରେ ଉଦ୍ୟାନ କୃଷିର ସଫଳ ପ୍ରୟୋଗ ସମ୍ବନ୍ଧୀୟ ଆଲୋଚନା ଚ଼କ୍ର
ଚିଲିକା, ୫ । ୯:ଆଜି ନାଚୁଣୀ ମହାବିଦ୍ୟାଳୟରେ ଉଦ୍ୟାନ କୃଷି ବିଭାଗ ତରଫରୁ ଉଦ୍ୟାନ କୃଷିର ସଫଳ ପ୍ରୟୋଗ ସମ୍ବନ୍ଧୀୟ ପାଠଚକ୍ର ଅନୁଷ୍ଠିତ ହୋଇଥିଲା । ଏଥିରେ ବିଭାଗୀୟ କୃଷି ଅଧିକାରୀ ଶ୍ରୀଯୁକ୍ତ ରମାକାନ୍ତ ପରିଡା, କୃଷି ସହାୟକ କୃଷ୍ଣ ଚନ୍ଦ୍ର
ବାଲିଡିହି ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ଗୁରୁଦିବସ ପାଳିତ
ଚିଲିକା, ୫।୯:ଗଣଶିକ୍ଷା ବିଭାଗର ପୂର୍ବ ନିର୍ଦ୍ଦେଶ କ୍ରମେ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ, ବାଲିଡିହି ପରିସର ମଧ୍ୟରେ ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ସୁଦର୍ଶନ ସେଠୀଙ୍କ ସଭାପତିତ୍ବରେ ଗୁରୁ ଦିବସ ମହା ସମାରୋହରେ ପାଳିତ ହୋଇଅଛି। ସର୍ବ ପ୍ରଥମେ ଅଥିତି ଗୁରୁଜୀ ମାନଙ୍କୁ
ପ୍ରଜାପିତା ବ୍ରହ୍ମା କୁମାରୀ ଈଶ୍ଵରୀୟ ବିଶ୍ବ ବିଦ୍ୟାଳୟରେ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ପାଳିତ
ଚିଲିକା, ୪।୯:ବାଲୁଗାଁସ୍ଥିତ ପ୍ରଜାପିତା ବ୍ରହ୍ମା କୁମାରୀ ଈଶ୍ଵରୀୟ ବିଶ୍ବ ବିଦ୍ୟାଳୟରେପବିତ୍ର ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଉତ୍ସବ ବର୍ଣ୍ଣାଢ଼୍ୟ ପରିବେଶରେ ପାଳିତ ହୋଇଯାଇଅଛି। ପ୍ରଭାତରୁ ବିଭିନ୍ନ ଆଧ୍ୟାତ୍ମିକ କାର୍ଯ୍ୟ କ୍ରମ ବ୍ରହ୍ମା କୁମାରୀ ସରିତା ଭଉଣୀ ଓ ଲତା ଭଉଣୀ ତଥା ଭାଇ ମାନଙ୍କ
ପ୍ରଜାପିତା ବ୍ରହ୍ମା କୁମାରୀ ଈଶ୍ଵରୀୟ ବିଶ୍ବ ବିଦ୍ୟାଳୟରେ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ପାଳିତ
ଚିଲିକା, ୪।୯:ବାଲୁଗାଁସ୍ଥିତ ପ୍ରଜାପିତା ବ୍ରହ୍ମା କୁମାରୀ ଈଶ୍ଵରୀୟ ବିଶ୍ବ ବିଦ୍ୟାଳୟରେପବିତ୍ର ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଉତ୍ସବ ବର୍ଣ୍ଣାଢ଼୍ୟ ପରିବେଶରେ ପାଳିତ ହୋଇଯାଇଅଛି। ପ୍ରଭାତରୁ ବିଭିନ୍ନ ଆଧ୍ୟାତ୍ମିକ କାର୍ଯ୍ୟ କ୍ରମ ବ୍ରହ୍ମା କୁମାରୀ ସରିତା ଭଉଣୀ ଓ ଲତା ଭଉଣୀ ତଥା ଭାଇ ମାନଙ୍କ
ପିତୃପୁରୁଷ ପୂଜନ ସଂସ୍କୃତି ସଭ୍ୟତାର ପରିମାପକ /ଡ଼ଃ ବୁଦ୍ଧଦେବ ମିଶ୍ର ପ୍ରଥମ ପିତୃ ଦିବସ ସମ୍ମାନରେ ସମ୍ମାନିତ
ଭୁବନେଶ୍ୱର ତା 03/09/26 ସାମ୍ପ୍ରତିକ ସମୟରେ ପୁଜ୍ୟପୂଜା,ନୈତିକ ମୂଲ୍ୟବୋଧ,ଅବକ୍ଷେୟୀ ଲୋକ ଚରିତ୍ର,ମାନବବାଦ ତଥା ମାତା ପିତୃ ପୂଜନ ପ୍ରମୁଖ ଧୀରେ ଧୀରେ ଲୁପ୍ତପ୍ରାୟ ଅବସ୍ଥାକୁ ଆସିବାକୁ ଯାଉଛି l ଏହି ପରିପ୍ରେକ୍ଷୀରେ "ପିତୃ ଦିବସ " କାର୍ଯ୍ୟକ୍ରମ ଆସନ୍ତା ବର୍ଷ 2027
ବୋଲଗଡ଼ରେ ଉଲ୍ଲାସ ତାଲିମ ଶିବିର ଅନୁଷ୍ଠିତ ।
ଚିଲିକା,୩ ।୯: ବୋଲଗଡ଼ ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟ ଆନୁକୂଲ୍ୟରେ ବଙ୍କୋଇ ସ୍ଥିତ ପିଏମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟରେ ଉଲ୍ଲାସ ତାଲିମ ଶିବିର ବୁଧବାର ଦିନ ଅନୁଷ୍ଠିତ ହୋଇଯାଇଛି l ମୁଖ୍ୟ ଅତିଥି ରୂପେ ଯୋଗଦେଇ ଗୋଷ୍ଠୀ ଶିକ୍ଷା ଅଧିକାରୀ ପ୍ରମୋଦ
ବାଲୁଗାଁ ଏନ୍.ଏ.ସି. ତରଫରୁ ନିଶାମୁକ୍ତି ଅଭିଯାନ ମଞ୍ଚସ୍ଥ |
ଚିଲିକା, ୨ । ୯:ବାଲୁଗାଁ ବିଜ୍ଞାପିତ ଅଞ୍ଚଳ ପରିଷଦ ର କର୍ମଚାରୀ ମାନଙ୍କ ଦ୍ଵାରା ନାଟ୍ୟକାର ଭିକାରୀ ଚରଣ ପ୍ରଧାନ ଙ୍କ ରଚିତ, ଅଭିମନ୍ୟୁ ସ୍ବାଇଁ ଙ୍କ ନିର୍ଦ୍ଦେଶିତ ଏବଂ ଜିତେନ୍ଦ୍ର କୁମାର ମହାରଣାଙ୍କ ସଙ୍ଗୀତ ନିର୍ଦ୍ଦେଶିତ ସଚେତନତା ନାଟକ ନିଶା
ସୋନ୍ ନଦୀ ବୁଝାମଣା ଆଶା ସୃଷ୍ଟି କରିଛି, କିନ୍ତୁ ମହାନଦୀ ପାଇଁ ଆବଶ୍ୟକ ନଦୀ ଅବବାହିକା ଭିତ୍ତିକ ସମାଧାନ – ମହାନଦୀ ବଞ୍ଚାଅ ଆନ୍ଦୋଳନ
ମହାନଦୀ ବଞ୍ଚାଅ ଆନ୍ଦୋଳନ୧ ସେପ୍ଟେମ୍ବର ୨୦୨୬ ଭୁବନେଶ୍ୱର ତା ୧l ୯ ଗତକାଲି କେନ୍ଦ୍ର ଗୃହମନ୍ତ୍ରୀ ଶ୍ରୀ ଅମିତ ଶାହଙ୍କ ଉପସ୍ଥିତିରେ ବିହାର ଓ ଝାଡ଼ଖଣ୍ଡ ମଧ୍ୟରେ ସୋନ୍ ନଦୀ ଜଳ ବଣ୍ଟନ ନେଇ ହୋଇଥିବା ବୁଝାମଣାକୁ ମହାନଦୀ ବଞ୍ଚାଅ ଆନ୍ଦୋଳନ
ବାଲୁଗାଁରେ ସ୍ବାୟତ୍ତ ଶାସନ ଦିବସ ପାଳିତ, ସମୃଦ୍ଧ ସହର ଗଠନ ଲକ୍ଷ୍ୟ I
ଚିଲିକା, ୩୧। ୮:ଆଜି ବାଲୁଗାଁ ବିଜ୍ଞାପିତ ଅଞ୍ଚଳ ପରିଷଦ ଠାରେ ସ୍ବାୟତ୍ତ ଶାସନ ଦିବସ-୨୦୨୬ ମହା ସମାରୋହରେ ପାଳନ କରାଯାଇଛି ।ଏହି ଅବସରରେ ଆୟୋଜିତ ସଭାରେ ମୁଖ୍ୟ ଅତିଥି ଭାବେ ଓଡିଶାର ଆଇନ୍ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଯୋଗ ଦେଇଥିଲେ ।ଏହି
ଗଙ୍ଗୋତ୍ରୀରୁ ବାଲୁଗାଁ: ଦିର୍ଘ ୨ମାସ ୯ ଦିନର ପଦଯାତ୍ରା ପରେ ବାବା ଉମା ମହେଶ୍ୱର ଦେବଙ୍କ ପୀଠରେ ପହଞ୍ଚିଲେ ୪ କାଉଡ଼ିଆ I
ଚିଲିକା, ୩୧।୮: ବାବା ଉମା ମହେଶ୍ୱରଙ୍କ ପ୍ରତି ଅପାର ଭକ୍ତି । ବାଲୁଗାଁ ପାଟଣାସାହିର ୪ କାଉଡ଼ିଆ ୨ ମାସ ୯ଦିନ ଧରି ପାଦରେ ଚାଲି ଚାଲି ଗଙ୍ଗୋତ୍ରୀରୁ ଜଳ ଆଣି ଆଜି ବାଲୁଗାଁ ଉମାମହେଶ୍ୱର ଦେବଙ୍କପୀଠରେ ଜଳ ଢାଳିଛନ୍ତି ।ଜଙ୍ଗଲ,
ବାଲୁଗାଁରେ ଧୁମଧାମରେ ପାଳିତ ହେଉଛି ଖୁଦୁରୁକୁଣୀ ଓଷା
ଚିଲିକା, ୩ଠା ୮: ଚଳିତ ବର୍ଷ ଆଜିଠାରୁ ଆରମ୍ଭ ହୋଇଛି ପବିତ୍ର ଖୁଦୁରୁକୁଣୀ ଓଷା | ବାଲୁଗାଁରେ ପ୍ରତ୍ୟେକ ଗାଁ ମୁଣ୍ଡରେ ଝିଅ ମାନଙ୍କ ଭିଡ଼ ଦେଖିବାକୁ ମିଳିଛି ।ଆଜି ଭାଦ୍ରବ ମାସ ପ୍ରଥମ ରବିବାରରୁ ସାରା ଓଡ଼ିଶା ସହ ବାଲୁଗାଁ
ବାଲୁଗାଁ ପୋଲିସ୍ ପକ୍ଷରୁ ନିଶା ମୁକ୍ତ ଭାରତ ଅଭିଯାନରେ ବ୍ୟାପକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ
ଚିଲିକା,୩୦ା୮: ନିଶା ମୁକ୍ତ ଭାରତ ଅଭିଯାନ ଅନ୍ତର୍ଗତ ଖୋର୍ଦ୍ଧା ଜିଲ୍ଲା ପୋଲିସ୍ ନିର୍ଦ୍ଦେଶକ୍ରମେ ବାଲୁଗାଁ ପୋଲିସ୍ ପକ୍ଷରୁ ବାଲୁଗାଁ ଅଞ୍ଚଳର ବିଭିନ୍ନ ସ୍କୁଲ ଓ କଲେଜ ମାନଙ୍କରେ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମ ମାଧ୍ୟମରେ ଛାତ୍ରଛାତ୍ରୀ ଓ ଯୁବପିଢ଼ିଙ୍କୁ
ସାଧାରଣ ନାଗରିକଙ୍କୁ ମିଳୁ ସମ୍ମାନ, ଅସାମାଜିକ ତତ୍ତ୍ୱଙ୍କ ବିରୋଧରେହେଉ ଜିରୋ ଟଲରେନ୍ସ – ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର୨୯ ଅଗଷ୍ଟ ୨୦୨୬ ରାଜ୍ୟ ପୋଲିସ ଭବନଠାରେ ଆୟୋଜିତ ରାଜ୍ୟ ସ୍ତରୀୟ ଡିଜିପି ଏବଂ ଆଇଜିପି ସମ୍ମିଳନୀ ଅବସରରେ ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଯୋଗଦେଇ ରାଜ୍ୟର ଆଇନ ଶୃଙ୍ଖଳା, ଆଭ୍ୟନ୍ତରୀଣ ସୁରକ୍ଷା, ସାଇବର ସୁରକ୍ଷା ଏବଂ ଭବିଷ୍ୟତର
Politics
ନାଚୁଣୀ ମହାବିଦ୍ୟାଳୟରେ ଉଦ୍ୟାନ କୃଷିର ସଫଳ ପ୍ରୟୋଗ ସମ୍ବନ୍ଧୀୟ ଆଲୋଚନା ଚ଼କ୍ର