ନୂଆଦିଲ୍ଲୀ: ସାଂସଦମାନଙ୍କ ୨୪ ପ୍ରତିଶତ ମାସିକ ଦରମା ବୃଦ୍ଧି କରାଯାଇଛି । ସାଂସଦମାନଙ୍କ ମାସିକ ଦରମା, ଦୈନିକ ଭତ୍ତା, ପୂର୍ବତନ ସାଂସଦଙ୍କ ପେନ୍ସନ୍ ଏବଂ ଅତିରିକ୍ତ ପେନ୍ସନ ରାଶିରେ ବୃଦ୍ଧି କରାଯାଇଛି। ଏ ନେଇ ଜାରି ହୋଇଛି ସଂସଦୀୟ ବ୍ୟାପାର ମନ୍ତ୍ରାଳୟ ପକ୍ଷରୁ ବିଜ୍ଞପ୍ତି । ୨୦୨୩ ଏପ୍ରିଲ ପହିଲାରୁ ସାଂସଦ ଓ ପୂର୍ବତନ ସାଂସଦମାନେ ବର୍ଦ୍ଧିତ ହାରରେ ଦରମା, ଭତ୍ତା ଓ ପେନ୍ସନ୍ ପାଇବେ। ୨୦୧୮ ଏପ୍ରିଲ ପହିଲାରୁ ସାଂସଦମାନେ ପୂର୍ବରୁ ୧ ଲକ୍ଷ ଟଙ୍କା ଦରମା ପାଉଥିବାବେଳେ ଏବେ ସେମାନେ ୧ ଲକ୍ଷ ୨୪ ହଜାର ଟଙ୍କା ପାଇବେ। ଏଥିସହିତ ସେମାନଙ୍କ ଦୈନିକ ଭତ୍ତା ୨ ହଜାର ଟଙ୍କାରୁ ୨୫୦୦ ଟଙ୍କାକୁ ବୃଦ୍ଧି କରାଯାଇଛି। ପୂର୍ବତନ ସାଂସଦଙ୍କ ମାସିକ ପେନ୍ସନ ୨୫ ହଜାର ଟଙ୍କା ପରିବର୍ତ୍ତେ ୩୧ ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି। ପେନ୍ସନ୍ ରାଶି ବାର୍ଷିକ ୨୦୦୦ ଟଙ୍କା ବଢ଼ୁଥିବାବେଳେ ଏବେ ତାହାକୁ ୨୫୦୦ ଟଙ୍କାକୁ ବୃଦ୍ଧି କରାଯାଇଛି।
ସାଂସଦଙ୍କ ଦରମା, ପୂର୍ବତନ ସାଂସଦଙ୍କ ପେନ୍ସନ୍ ବଢ଼ିଲା
Social Share On:
Utkal Bulletin Is Now On WhatsApp Join And Get Latest News Updates Delivered To You Via WhatsApp
Social Share On:
Related News
ଓଡ଼ିଶ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ୭୭ତମ ସାଧରଣତନ୍ତ୍ର ଦିବସ ପାଳିତ
ଭୁବନ: ଭୁବନ ବ୍ଲକ୍ ଅନ୍ତର୍ଗତ ଓଡ଼ିଶ ଗ୍ରାମ ପଂଚାୟତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ୭୭ତମ ସାଧରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି। ଏଥିରେ ଶିକ୍ଷକ ଓ ଶିକ୍ଷୟିତ୍ରୀଙ୍କ ସହିତ ଛାତ୍ରଛାତ୍ରୀ ବିଦ୍ୟାଳୟ ପରିସରେ ଏକତ୍ରିତ ହୋଇ ପତାକା ଉଚୋାଳନ କରିଥିଲେ। ଏହାସହ
ଓଡ଼ିଶ ଗ୍ରାମର ଅଧିଷ୍ଠାତ୍ରୀ ଦେବୀ ମା’ ତାରିଣୀଙ୍କ ମେଳା ଅନୁଷ୍ଠିତ
ଭୁବନ: ଭୁବନ ବ୍ଲକ୍ ଅନ୍ତର୍ଗତ ଓଡ଼ିଶ ଗ୍ରାମର ଅଧିଷ୍ଠାତ୍ରୀ ଦେବୀ ମା’ ତାରିଣୀଙ୍କ ମେଳା ଧୂମଧାମ ତଥା ଆନନ୍ଦ ଉଲ୍ଲାସରେ ଅନୁଷ୍ଠିତ ହୋଇଯାଇଛି। ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଗ୍ରାମର ଆରାଧ୍ୟା ଦେବୀ ମା’ ତାରିଣୀଙ୍କ ପୀଠରେ ଗ୍ରାମର ସମସ୍ତ
ଚାନ୍ଦବାଲି ଏନଏସି ୧୦ନମ୍ବର ୱାର୍ଡ ନୟାଧାମରା ଗ୍ରାମରେ ଅଷ୍ଟପ୍ରହରୀ କୀର୍ତ୍ତିନ
ନୟାଧାମରାଗ୍ରାମରେ ପ୍ରତ୍ୟେକ ବର୍ଷଭଳି ଏହିବର୍ଷ ମଧ୍ୟ ଅଷ୍ଟପ୍ରହରୀ କିର୍ତ୍ତନ ପାଳନ କରାଯାଉଛି | ୨୫ ରୁ ୨୮୬ରିଖ ପର୍ଯନ୍ତ ଅଷ୍ଟପ୍ରହରୀ ନାମକିର୍ତ୍ତନ ଅନୁଷ୍ଟିତ ହେବ ବୋଲି ନୟାଧାମରାଗ୍ରାମରେ ଗ୍ରାମବାସୀବୃନ୍ଦ ଗ୍ରାମକୁ ସାଜସଜାସହିତ କିର୍ତ୍ତନଦଳକୁ ନିମନ୍ତ୍ରିତ କରିଛନ୍ତି | ତାହା ସହିତ ଆଖପାଖ
ଓଡିଶା ଉଦ୍ୟୋଗୀ ପରିବାରର ପଞ୍ଚମ ସ୍ୱନକ୍ଷତ୍ର ଅନୁଷ୍ଠିତ
ଭୁବନେଶ୍ୱର: ସ୍ଥାନୀୟ ବୁଦ୍ଧ ମନ୍ଦିର ପରିସରରେ ଓଡିଶା ଉଦ୍ୟୋଗୀ ପରିବାରର ପଞ୍ଚମ ସ୍ୱନକ୍ଷତ୍ର ଓ ଉଦ୍ୟୋଗୀଙ୍କ ସମ୍ପର୍କରେ ଆଲୋଚନା, ସମୀକ୍ଷା ବିଶିଷ୍ଟ ସମାଜସେବୀ, ସମାଜସେବୀ ଶିବ ନାରାୟଣ ମିଶ୍ରଙ୍କ ସଭାପତିତ୍ୱ ଓ ଶ୍ରୀକାନ୍ତ ଶେଖର ସାହୁଙ୍କ ସଂଯୋଜନାରେ ଅନୁଷ୍ଠିତ ହୋଇଯାଇଛି I
ଗଡ଼ମାଣିତ୍ରୀ ଠାରେ ବନ୍ଧୁମିଳନ
ଖୋର୍ଦ୍ଧା: ପବିତ୍ର ମା ରାମଚଣ୍ଡୀଙ୍କ ପୀଠ ଗଡ଼ମାଣିତ୍ରୀ ଠାରେ ସମାଜସେବୀକା, ପୁଜ୍ୟପୂଜା ପ୍ରାଣ ସନ୍ତୋଷ କୁମାର ବଳିୟାର ସିଂ ଓ ଲୋପାମୁଦ୍ରାଙ୍କ ଏଗାରତମ ବିବାହ ବାର୍ଷିକ ଓ ବନ୍ଧୁମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି l ମାଙ୍କ ଆଶୀର୍ବାଦ ତଥା ବଡ ଭଉଣୀ
କଣ୍ଡୁରୀ ମହାଜନ ମେମୋରିଆଲ ଟ୍ରଷ୍ଟର ବାର୍ଷିକ ଉତ୍ସବ ଅନୁଷ୍ଠିତ
ଭୁବନେଶ୍ୱର: ପବିତ୍ର ଶ୍ରୀପଂଚମୀ ଅବସରରେ ସାମାଜିକ ଅନୁଷ୍ଠାନ "କଣ୍ଡୁରୀ ମହାଜନ ମେମୋରିଆଲ ଟ୍ରଷ୍ଟ' ର ୧୫ତମ ବାର୍ଷିକ ଉତ୍ସବ ଓ ସଶକ୍ତ ଓଡ଼ିଶା ପକ୍ଷରୁ ଆୟୋଜିତ ମହିଳା ସଶକ୍ତିକରଣ ଅଭିଯାନ ଆଲୋଚନା ଚକ୍ର ଓ ମହିଳାଙ୍କୁ ଦୁଇ ଚକିଆ ଯାନ ପ୍ରଦାନ
ଓଡ଼ିଶ ଗ୍ରାମର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମା’ ସରସ୍ୱତୀଙ୍କ ପୂଜାଚ୍ଚର୍ନା
ଭୁବନ: ଓଡ଼ିଶ ଗ୍ରାମର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମା’ ସରସ୍ୱତୀଙ୍କ ପୂଜାଚ୍ଚର୍ନା ଖୁବ୍ ଆନନ୍ଦ ଉଲ୍ଲାସରେ ପାଳିତ ହୋଇଯାଇଛି। ଏହି ପୂଜାର୍ଚ୍ଚନା ବିଦ୍ୟାଳୟର ପ୍ରାୟ ସମସ୍ତ ଶିକ୍ଷାର୍ଥୀ ଏବଂ ଶିକ୍ଷକ ଶିକ୍ଷୟିତ୍ରୀ ଉପସ୍ଥିତ ରହିଥିଲେ। ବିଦ୍ୟାଳୟରେ ମା’ ସରସ୍ୱତୀଙ୍କ ମୃଣ୍ମୟ ମୂର୍ତ୍ତି
ଇନ୍ଦିରା ଗାନ୍ଧୀ ପାର୍କରେ ମ୍ୟୁଜିକ ସର୍କଲର କାର୍ୟ୍ୟକ୍ରମ ଅନୁଷ୍ଠିତ
ଭୁବନେଶ୍ବର: ଭୁବନେଶ୍ବର ମ୍ୟୁଜିକ ସର୍କଲ ପକ୍ଷରୁ ସ୍ଥାନୀୟ ଇନ୍ଦିରା ଗାନ୍ଧୀ ପାର୍କରେ “ଲଭେବୁଲ ରାଗଜ୍-ରାଗ ଆଧାରିତ ଲୋକପ୍ରିୟ ସଂଗୀତ” କାର୍ୟ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ସାଧାରଣତଃ ବନ୍ଦ ଅଡିଟୋରିୟମ୍ରେ ଏହିପରି କାର୍ୟ୍ୟକ୍ରମଗୁଡିକୁ ଉପସ୍ଥାପନ କରାଯାଇଥାଏ କାରଣ ଏହା ଭାରତୀୟ ଶାସ୍ତ୍ରୀୟ ସଂଗୀତ ପରିବେଷଣ
ସମାଜସେବୀ ସ୍ୱର୍ଗତଃ ଧ୍ରୁବଚରଣ ଓ ସୁବାସିନୀଙ୍କ ପ୍ରଥମ ଶ୍ରାଦ୍ଧବାର୍ଷିକୀ
ଭୁବନେଶ୍ୱର: ଶିଶୁପାଳଗଡ଼ର ନିଆରା ସମାଜସେବୀ, ନୀତିନିଷ୍ଠ ବ୍ୟକ୍ତିତ୍ୱ ସ୍ୱର୍ଗତଃ ଧୁ୍ରବଚରଣ ପାତ୍ର ଓ ଧର୍ମପନôୀ ସମାଜସେବିକା ସୁବାସିନୀ ପାତ୍ରଙ୍କ ପ୍ରଥମ ଶ୍ରାଦ୍ଧବାର୍ଷିକୀ ଓ ସ୍ମୃତିଚାରଣ ସଭା ସ୍ଥାନୀୟ ଶିଶୁପାଳଗଡ଼ ବାସଭବନଠାରେ ଅନୁଷ୍ଠିତ ହୋଇଯାଇଛି । ବାଲ୍ୟ ସହପାଠୀ ଭାଗ୍ୟଲତାଙ୍କ ସଂଯୋଜନାରେ ଅନୁଷ୍ଠିତ
ବଡ଼ ପରଦାକୁ ଆସୁଛି ନୂଆ ଓଡ଼ିଆ ଚଳଚ୍ଚିତ୍ର ‘ଲଙ୍କାଗଡ’
ଉପକୂଳ ଅଞ୍ଚଳର ଜଣେ ଯୁବକ ଶିକ୍ଷା ନିଯୁକ୍ତି ପାଇଁ ମାଓବାଦୀ ପ୍ରବଣ ଅଞ୍ଚଳକୁ ଯାଆନ୍ତି। ସେଠାରେ ସେ ଯେଉଁ ପରିବେଶ ଦେଇ ଗତି କରୁଛନ୍ତି ଓ ସଂଘର୍ଷ କରୁଛନ୍ତି ତାହା କାହାଣୀରେ ରୂପାୟିତ ହୋଇଛି ଓ ବଡ଼ ପରଦାକୁ ନେଇକି ଆସୁଛନ୍ତି
ନୂଆ ମ୍ୟୁଜିକ୍ ଭିଡିଓରେ ଶିବରାମ ଓ ଦୀପ୍ତି
ଶିବରାମ ଅଫିସିଆଲ୍ ନିବେଦିତ ନୂଆ ଓଡ଼ିଆ ରୋମାଣ୍ଟିକ୍ ମ୍ୟୁସିକ୍ ଭିଡିଓ "ପ୍ରିୟସି’ ବହୁତ୍ ଜଲଦି ଆପଣଙ୍କ ନିକଟକୁ ଆସିବାକୁ ଯାଉଛି ଓ ରିଲିଜ୍ ହେବାକୁ ଯାଉଛି। ଏହି ମ୍ୟୁସିକ୍ ଭିଡିଓରେ ନିର୍ଦ୍ଦେଶକ ଆନନ୍ଦ କୁମାର ନିର୍ଦ୍ଦେଶନା ଦେଇଥିବା ବେଳେ ପ୍ରଯୋଜନା ଦାୟିତ୍ୱ
ତୋଷାଳି ବିଦ୍ୟା ମନ୍ଦିରରେ ସାଇବର ସଚେତନତା ଓ ଆତ୍ମରକ୍ଷା ପ୍ରଶିକ୍ଷଣ
ବଲାଙ୍ଗିର: ତୁଷୁରା ସ୍ଥିତ ତୋଷାଳି ବିଦ୍ୟା ମନ୍ଦିରରେ ସାଇବର ସଚେତନତା ଓ ଆତ୍ମରକ୍ଷା ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ରୂପେ ବଲାଙ୍ଗିର ସାଇବର ସେଲ ଆଇଆଇସି ଭାରତୀ ନାୟକ ଓ ଜାତୀୟ ସ୍ତରୀୟ ଟାଇକଣ୍ଡୋ କୋଚ
ରକ୍ତଦାନ କଲେ, ଅମୂଲ୍ୟ ଜୀବନ ବଞ୍ଚାଇଲେ
ବଲାଙ୍ଗୀର: ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ମୁର୍ଷୁଣ୍ଡି ଗ୍ରାମର ୧୪ ବର୍ଷ ଝିଅ ଚୁଲବୁଲି ବଞ୍ଛୋର ବଲାଙ୍ଗୀର ଭୀମଭୋଇ ମେଡିକାଲରେ ଚିକିତ୍ସିତ ହେଉଛନ୍ତି । ତାଙ୍କ ଶରୀରରେ 4% ରକ୍ତ ଥିବାରୁ ଜରୁରି ପରିସ୍ଥିତିରେ ଡାକ୍ତର ତାଙ୍କୁ ରକ୍ତ ଦେବାକୁ ପରାମର୍ଶ
ଇଣ୍ଡିଆୱାନ୍ ଏୟାର ବିମାନ ଦୁର୍ଘଟଣା, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ ଓ କ୍ରିଉ ମେମ୍ବର
ରାଉରକେଲା: ଭୁବନେଶ୍ୱରରୁ ରାଉରକେଲା ଆସୁଥିବା ଇଣ୍ଡିଆୱାନ୍ ଏୟାର ର ଏକ ୯-ସିଟର ବିମାନ ଶନିବାର ଦିନ ରାଉରକେଲା ବିମାନବନ୍ଦରରୁ ପ୍ରାୟ ୧୫–୨୦ କିଲୋମିଟର ଦୂର ଜଲଦା ଅଞ୍ଚଳରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ବୈଷୟିକ ତ୍ରୁଟି ଯୋଗୁଁ ଉଡାଣ ସମୟରେ ପାଇଲଟ୍ ଙ୍କୁ ‘ମେଡେ’
ନିଆରା ଢଙ୍ଗରେ ଜନ୍ମୋତ୍ସଵ ପାଳନ କଲା ନିସ୍ୱାର୍ଥ ସେବା ଓଡିଶା
ଭୁବନେଶ୍ୱର: ନିଃସ୍ୱାର୍ଥ ସେବା ଓଡ଼ିଶା ର ସପ୍ତମ ପ୍ରତିଷ୍ଠା ଦିବସ କୁ ନିଆରା ଢଙ୍ଗରେ ପାଳନ କରିଛି ସଂଗଠନ । କୌଣସି ଚାକଚକ୍ୟ ଉତ୍ସବ ପାଳନ ନକରି ଜଣେ ଅସହାୟ କର୍କଟ ରୋଗୀଙ୍କ ମୁହଁରେ ହସ ଫୁଟାଇଛି ଏହି ସଂଗଠନ ।
ଖୋର୍ଦ୍ଧା ଜିଲ୍ଲା ଶିକ୍ଷା ଅଧିକାରିଣୀ ସହ ଆଲୋଚନା
ଖୋର୍ଦ୍ଧା: ସରକାରୀ ହାଇସ୍କୁଲ ଏନ୍.ପି.ଏସ୍. ଶିକ୍ଷକ ସଂଘ ଖୋର୍ଦ୍ଧା ଜିଲ୍ଲାର ଭାଇଭଉଣୀ ମାନଙ୍କ ଦ୍ୱାରା ଖୋର୍ଦ୍ଧା ଜିଲ୍ଲା ଶିକ୍ଷାଅଧିକାରିଣୀ ସୋନାମିକା ରାୟ, ସୟ-ଶିକ୍ଷାଧିକାରିଣୀ ପ୍ରଜ୍ଞାପରମିତା ଜେନା, ସହ-ଶିକ୍ଷାଅଧିକାରିଣୀ ରଶ୍ମିବାଳା ପରିଡ଼ା,ସହ-ଶିକ୍ଷାଅଧିକାରୀ ବିଜୟ କୁମାର ବେହେରାଙ୍କୁ ଭେଟି ଇଁରାଜୀ ନବବର୍ଷର ଅଭିନନ୍ଦନ ଜ୍ଞାପନ
ସଡ଼କ ଦୁର୍ଘଟଣାରେ ଚାଲିଗଲା ସାମ୍ବାଦିକାଙ୍କ ଜୀବନ
ପୁରୀ: ଭୁବନେଶ୍ବର ଜମାଲପୁର ଛକ ନିକଟରେ ସାରଳା ନାମକ ଏକ ଘରୋଇ ବସ୍ ଧକ୍କାରେ ପ୍ରମେୟ ନ୍ୟୁଜ୍ ସେଭେନ୍ରେ କାର୍ଯ୍ୟରତ ଜଣେ ସାମ୍ବାଦିକା ଶିଲା ପଟ୍ଟନାୟକ ଓ ତାଙ୍କ ସମ୍ପର୍କୀୟଙ୍କ ମୃତ୍ୟୁ ଘଟିଛି। ନ୍ୟୁଜ୍-୭ କାର୍ଯ୍ୟାଳୟରେ ଶୋକର ଛାୟା ଖେଳିଯାଇଛି। ସୂଚନା
ସତ୍ୟ ପ୍ରକାଶ ମିଶ୍ର ବିକଶିତ ଭାରତ ଚ୍ୟାଲେଞ୍ଜର ରାଜ୍ୟ ଚ୍ୟାମ୍ପିଅନ
ନୂଆଦିଲ୍ଲୀ ଜାତୀୟ ଇଭେଣ୍ଟରେ ଓଡ଼ିଶାର ପ୍ରତିନିଧିତ୍ଵ କରିବେ ରାଉରକେଲାର: ଓଡ଼ିଶା ପାଇଁ ଗୌରବ ଓ ଯୁବ ପିଢ଼ି ପାଇଁ ପ୍ରେରଣା ନେଇ ଆସିଛନ୍ତି ରାଉରକେଲାର ସତ୍ୟ ପ୍ରକାଶ ମିଶ୍ର। ‘ବିକସିତ ଭାରତ ଚ୍ୟାଲେଞ୍ଜ’ ଅଧୀନରେ ଆୟୋଜିତ ‘ବିକସିତ ଭାରତ ଯୁବ ନେତୃତ୍ୱ
ମହିମା ମହୋତ୍ସବ ଅନୁଷ୍ଠିତ
ଭୁବନେଶ୍ୱର /ଅନ୍ଧାରୁଆ: ସ୍ଥାନୀୟ ଅନ୍ଧାରୁଆ ସ୍ଥିତ ପ୍ରଭୁଦ୍ଧବିହାର ଠାରେ ପୌଷ ଶୁକ୍ଳ ଚତୁର୍ଦଶୀ ଦିନ ମହିମା ମହୋତ୍ସବ ଉକ୍ତ ଧାମର ପ୍ରତିଷ୍ଠାତା ତଥା ସିଦ୍ଧପୁରୁଷ ବ୍ରହ୍ମଲୀନ ଜୟକୃଷ୍ଣ ବାବାଙ୍କ ପୂର୍ବ ଆଦେଶ ଅନୁସାରେ ମହାଆଡମ୍ବର ସହ ଆନନ୍ଦ ଉଲ୍ଲାସରେ ଅନୁଷ୍ଠିତ ହୋଇଯାଇଛି
ଭିଜିଲାନ୍ସ ବିଭାଗର ସମୀକ୍ଷା ବୈଠକ
ଭୁବନେଶ୍ବର: ଲୋକସେବା ଭବନରେ ଅନୁଷ୍ଠିତ ରେ କଡ଼ା ସନ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ବିଭାଗକୁ ସଶକ୍ତ କରିବା ପାଇଁ ମାନବସମ୍ବଳ ଠାରୁ ଟେକ୍ନୋଲୋଜି ପର୍ୟ୍ୟନ୍ତ ସମସ୍ତ କ୍ଷେତ୍ରରେ ସହାୟତା ଯୋଗାଇଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ କହିଛନ୍ତି। ଦୁର୍ନୀତିଖୋରଙ୍କ
Politics
ମନ୍ଦାକିନୀ ବାଣୁଆଁ ବଲାଙ୍ଗୀରର ଯୁବ କଂଗ୍ରେସ ପ୍ରଭାରୀ
May 6, 2025
ବଲାଙ୍ଗିରର ବିକାଶ ସାରା ରାଜ୍ୟ ଓ ଦେଶର ବିକାଶ: ଧର୍ମେନ୍ଦ୍ର ପ୍ରଧାନ
April 19, 2025
Entertainment
ଓଡ଼ିଶ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ୭୭ତମ ସାଧରଣତନ୍ତ୍ର ଦିବସ ପାଳିତ
January 28, 2026
ଓଡ଼ିଶ ଗ୍ରାମର ଅଧିଷ୍ଠାତ୍ରୀ ଦେବୀ ମା’ ତାରିଣୀଙ୍କ ମେଳା ଅନୁଷ୍ଠିତ
January 28, 2026
ଚାନ୍ଦବାଲି ଏନଏସି ୧୦ନମ୍ବର ୱାର୍ଡ ନୟାଧାମରା ଗ୍ରାମରେ ଅଷ୍ଟପ୍ରହରୀ କୀର୍ତ୍ତିନ
January 28, 2026
ଓଡିଶା ଉଦ୍ୟୋଗୀ ପରିବାରର ପଞ୍ଚମ ସ୍ୱନକ୍ଷତ୍ର ଅନୁଷ୍ଠିତ
January 28, 2026