ଭୁବନେଶ୍ୱର, 09/02/25: ଶିଶୁପାଳ ର ବରିଷ୍ଠ ସମାଜସେବୀ, ରାଜନୀତିଜ୍ଞ, ସରଳ ଅମାୟିକ ବ୍ୟକ୍ତିତ୍ୱ ସ୍ବର୍ଗତ ଧ୍ରୁବଚରଣ ପାତ୍ରଙ୍କ ଏକାଦଶ ସ୍ମୃତି ଚାରଣ ସଭା ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନ ଓ ବ୍ରହ୍ମହେସ୍ୱର ବିଦ୍ୟାଳୟ ବିଦ୍ୟାର୍ଥୀ ଆନୁକୂଲ୍ୟରେ ଅନୁଷ୍ଠିତ ହୋଇଯାଇଛି. ଯୁବ ସମାଜସେବୀ ଶ୍ରୀକାନ୍ତ ପାତ୍ର ଓ ଭାଗ୍ୟଲତା ପାତ୍ରଙ୍କ ସଂଯୋଜନା ରେ ଆୟୋଜିତ ସ୍ମୃତି ସଭାରେ ସ୍ବର୍ଗତ ପାତ୍ର ଥିଲେ ସମାଜସେବା, ରାଜନୀତି ତଥା ସାମଗ୍ରିକ କ୍ଷେତ୍ରରେ ତାଙ୍କ ଅବଦାନ ଅବିସ୍ମରଣୀୟ ବୋଲି ମତବ୍ୟକ୍ତ କରିଥିଲେ. ସାଧାରଣବ୍ୟକ୍ତି ବିଶେଷ ଙ୍କୁ ସହାୟତା ସହିତ ଅସହାୟ, ଅଭାବୀ ଙ୍କ ଚିରସାଥି ଥିଲେ ବୋଲି ନିରୁପମା ରାଉତରାୟ, ତୃପ୍ତି ମିଶ୍ର, ଶୁଚିସ୍ମିତା, ସବିତା,ସୂର୍ଯ୍ୟନାରାୟଣ, ମନୋଜ ମତବ୍ୟକ୍ତ କରିଥିଲେ.ତାଙ୍କ ଆଦର୍ଶ ସମସ୍ତ ଙ୍କ ପାଥେୟ ହେଉ ବୋଲି ସୁକାନ୍ତି, କବିତା ଶୋକ ବାର୍ତ୍ତା ରେ କହିଥିଲେ.ସ୍ମୃତିସଭା କୁ ପ୍ରତାପ ବରାଳ, ସୁଧୀର, ରବି ନାରାୟଣ,ମନୋରଞ୍ଜନ, ଅଜୟ ନିଃସଙ୍କ ପ୍ରମୁଖ ପରିଚାଳନା କରିଥିଲେ ବୋଲି ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନ ର ମୁଖପାତ୍ର ଅରବିନ୍ଦ ତ୍ରିପାଠୀ ଏକ ଶୋକ ବାର୍ତ୍ତା ରେ ଜଣାଇଥିଲେ.
ସ୍ବର୍ଗତ ଧ୍ରୁବଚରଣ ଥିଲେ ନୀତିନିଷ୍ଠ ସମାଜସେବୀ
Social Share On:
Utkal Bulletin Is Now On WhatsApp Join And Get Latest News Updates Delivered To You Via WhatsApp
Social Share On:
Related News
ମହାନଦୀ ବଞ୍ଚାଓ ଆନ୍ଦୋଳନ
ପ୍ରଧାନମନ୍ତ୍ରୀ ଙ୍କ ଓଡିଶା ଗସ୍ତ ସମୟରେ ଆୟୋଜିତ ହେଲା ମାନବ ଶୃଙ୍ଖଳ lପ୍ରଧାନମନ୍ତ୍ରୀଙ୍କୁ ପାଞ୍ଚଟି ପ୍ରଶ୍ନର ଜବାବ ମାଗିଲା ମହାନଦୀ ବଞ୍ଚାଓ ଆନ୍ଦୋଳନ lଭୁବନେଶ୍ୱର ତା 20 l 6 l ପ୍ରଧାନମନ୍ତ୍ରୀଙ୍କ ଓଡିଶା ଗସ୍ତ ସମୟରେ ମହାନଦୀ ବଞ୍ଚାଓ ଆନ୍ଦୋଳନ
ସମାଜ ସମ୍ବାଦିକଙ୍କ ପିତୃ ବିୟୋଗ, ବିଭିନ୍ନ ମହଲରେ ଶୋକ
ଚିଲିକା,୧୯। ୬:ଚିଲିକା ବ୍ଲକ ହରିପୁର ଶାସନ ନିବାସୀ ସଫଳ ଚାଷୀ, ସମାଜସେବୀ ତଥା ସ୍ଥାନୀୟ ସମାଜର ପ୍ରତିନିଧି ଅଖିଳ କୁମାର ପଲାଇଙ୍କ ପିତା ରାଜକିଶୋର ପଲାଇ( ୮୦ ବର୍ଷ)ଙ୍କର ଆଜି ପ୍ରତ୍ୟୁଷରେ ଦେହାନ୍ତ ହୋଇଯାଇଛି। ସେ ବାର୍ଦ୍ଧକ୍ୟ ଜନିତ ଅସୁସ୍ଥତା କାରଣରୁ
କହ୍ନେଇପୁର ଗ୍ରାମରେ ଅଗ୍ନିକାଣ୍ଡ, ଦୋକାନ ଘର ସମେତ ୪ ବଖରା ଭସ୍ମୀଭୂତ
ଚିଲିକା, ୧୯।୬: ବାଣପୁର ବ୍ଳକ ନାଚୁଣୀ ପଞ୍ଚାୟତ ଅଧୀନ ସୁନାଖଳା ନିକଟସ୍ଥ କହ୍ନେଇପୁର ଗ୍ରାମ ରେ ଗତକାଲି ରାତି ପ୍ରାୟ ୨/୩ ଟା ସମୟରେ ଅଗ୍ନିକାଣ୍ଡ ଘଟିଯାଇଛି। ଏଥିରେ ଗ୍ରାମର ୨ ଟି ପରିବାରର ମୋଟ ଚାରି ବଖରା ଭସ୍ମୀଭୂତ ହୋଇଯାଇଛି।
ନିଆରା ରଜ: କୁଶଭଦ୍ରା ନଦୀ ପାଇଁ କରିଦେଲେ ଉତ୍ସର୍ଗ
ନିମାପଡ଼ା: ନଦୀ ମାଆର ସୁରକ୍ଷା ପାଇଁ ଉତ୍ସର୍ଗ ଥିଲା ରଜ । ଗାଁରେ, ଗାଁ ପରିବେଶରେ, ବରଗଛ ମୂଳେ ଜମିଥିଲା ରଜ । କୁମାରୀ ମାନଙ୍କ ଗହଳୀ ସାଙ୍ଗକୁ ଗାଁ ବୋହୂଙ୍କ ହୁଳହୁଳିରେ କମ୍ପିଥିଲା ମଞ୍ଚ । ମଧ୍ୟାହ୍ନରେ ରାଜ୍ୟର ବରିଷ୍ଠ
ଅକ୍ଷମଣୀୟ ଅପରାଧ -ପ୍ରଦ୍ୟୁମ୍ନ ଶତପଥୀ
ଭୁବନେଶ୍ୱର ତା 17/06/26 ରାଜ୍ୟ ସରକାରଙ୍କ ବିଦ୍ୟାଳୟ ପାଠ୍ୟପୁସ୍ତକରେ ପ୍ରଥମ ଶ୍ରେଣୀରୁ ଅଷ୍ଟମ ଶ୍ରେଣୀ ପୁସ୍ତକରେ ଗୁରୁତର ତ୍ରୁଟି ପରିଲକ୍ଷିତ କରାଯାଇଛି l 1678ପୃଷ୍ଠାରେ ତ୍ରୁଟିନେଇ ଗଭିର କ୍ଷୋଭ, ଦୁଃଖ ପ୍ରକାଶ କରିବା ସହିତ ଘୋର ନିନ୍ଦା କରିଛନ୍ତି ଓଡିଶା ନାଗରିକ
ଖଣ୍ଡିଏ ବି ଭୁଲ ବହି କାହାପାଖରେ ରହିବା ଉଚ୍ଚିତ ନୁହେଁ, ଭବିଷ୍ୟତ ପିଢ଼ି ପାଇଁ ମହାପାପ
ପ୍ରଥମ ଶ୍ରେଣୀରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠ୍ୟ ପୁସ୍ତକରେ ସାଙ୍ଘାତିକ ତ୍ରୁଟି ରହିଛି ବୋଲି ଏସସିଇଆରଟି କର୍ତ୍ତୁପକ୍ଷ ସ୍ବୀକାର କରି ଥିବାରୁ, ଏହି ତ୍ରୁଟି ରହିଥିବା ସମସ୍ତ ପାଠ୍ୟ ପୁସ୍ତକକୁ ସରକାର ଫେରସ୍ତ କରିନେବା ଆବଶ୍ୟକ | ଖଣ୍ଡିଏ ବି ଭୁଲ
ସୁଦର୍ଶନ ଦାରୁଙ୍କ ରଥଯାତ୍ରା ପାଇଁ ଚଳ ଚଞ୍ଚଳ ରଥଖଳା
ବାଲିଅନ୍ତା, ୧୮/୦୬ (ଗୋବର୍ଦ୍ଧନ ଦାସ):ବାଲିଅନ୍ତା ବ୍ଲକ ଅନ୍ତର୍ଗତ ଅନ୍ତର୍ଗତ ଗଡ଼କ ଗଡ଼କଣ୍ଠୁଣିଆ ସ୍ଥିତ ଶ୍ରୀଶ୍ରୀ ପରଂବ୍ରହ୍ମ ଜଗନ୍ନାଥ ମନ୍ଦିର ଟ୍ରଷ୍ଟ ପକ୍ଷରୁ ଚକ୍ରରାଜ ସୁଦର୍ଶନ ଦାରୁଙ୍କ ରଥଯାତ୍ରା ନିମନ୍ତେ ମନ୍ଦିର ଟ୍ରଷ୍ଟ ବୋଡ଼ ତରଫରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି । ରଥ
ଗୋଦାବରୀଶ ସରକାରୀ ହାଇସ୍କୁଲ ନୂତନ ପ୍ରଧାନ ଶିକ୍ଷକଙ୍କୁ ସ୍ଵାଗତ ଓ ଶୈକ୍ଷିକ ବିକାଶ ବୈଠକ ।
ଚିଲିକା,୧୮। ୬:ସ୍ଥାନୀୟ ନାଚୁଣୀ ଗୋଦାବରୀଶ ସରକାରୀ ହାଇସ୍କୁଲ ରେ ପ୍ରାକ୍ତନ ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ବସନ୍ତ ଶବରଙ୍କ ସ°ଯୋଜନାରେ ଆଜି ସ୍କୁଲ ର ପ୍ରଥମ ଦିବସରେ ଛାତ୍ର ଛାତ୍ରୀ ଙ୍କ ପାଠୋନ୍ନତି ପାଇଁ ସମସ୍ତ ଙ୍କ ସହଯୋଗ କାମନା କରି ଶୈକ୍ଷିକ
ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଙ୍କ ଦ୍ଵାରାନାଚୁଣୀ ମହାବିଦ୍ୟାଳୟ ବହୁମୂଖୀ ପ୍ରକୋଷ୍ଠ ଉଦଘାଟନ
ଚିଲିକା,୧୮। ୬: ଆଜି ରାଜ୍ୟ ସରକାରଙ୍କ ଆଇନ, ପୂର୍ତ୍ତ ଓ ଅବକାରୀ ବିଭାଗ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ଦ୍ଵାରା ନାଚୁଣୀ ମହାବିଦ୍ୟାଳୟରେ ୬୦ ଲକ୍ଷ ଟଙ୍କାରେ ନବ ନିର୍ମିତ ବହୁମୁଖୀ ପ୍ରକୋଷ୍ଠର ଶୁଭ ଉଦଘାଟନ କରିବା ସହିତ ୭କୋଟୀ ୪୦ଲକ୍ଷ ଓ
ଫ୍ଲାଟ ବିକ୍ରି ଠକକୁ ଗୁଜୁରାଟରୁ ଧରିଲା ଧଉଳି ପୁଲିସ
ବାଲିଅନ୍ତା,୧୭|୬:ଜଣେ ମହିଳାଙ୍କୁ ଫ୍ଲାଟ ବିକ୍ରୀ କରିବାପାଇଁ ଲକ୍ଷାଧିକ ଟଙ୍କା ଠକେଇ ଅଭିଯୋଗରେ ଧଉଳି ଥାନା ପୁଲିସ ଜଣଙ୍କୁ ଗିରଫ କରି ଅଦାଲତ ଚାଲାଣ କରିଛ l ଗିରଫ ଅଭିଯୁକ୍ତ ହେଲେ ଗୁଜୁରାଟ ନଖତ୍ରାଣ ଥାନା ଭାଦଳୀ ଗ୍ରାମର ଶ୍ୟାମଜୀ ଭାଇଙ୍କ ପୁଅ
ବହି ବିଭ୍ରାଟର ହାଇକୋର୍ଟ ଜଜଙ୍କ ଦ୍ୱାରା ବିଚାର ବିଭାଗୀୟ ତଦନ୍ତ ହେଉ : ଓଡିଶା ଅଭିଭାବକ ମହାସଂଘ
ପୂର୍ବତନ ସଚିବ ଶାଳିନୀ ପଣ୍ଡିତ ଓ ନିର୍ଦେଶକ ମନୋଜ ପାଢୀତଦନ୍ତ ଅନ୍ତର୍ଭୁକ୍ତ ହୁଅନ୍ତୁଭୁବନେଶ୍ୱର ତା 17 ରିଖ l ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ଯୋଗା ଯାଇଥିବା ପାଠ୍ୟପୁସ୍ତକରେ ୧୭୮୧ ରୁ ଅଧିକ ତ୍ରୁଟି ଦେଖାଯାଇଛି। ଏହି ଅସମ୍ବେଦନଶୀଳ ଓ ଅତ୍ୟନ୍ତ
ଉଦଯାପିତ ହେଲା ଶିଶୁପାଳଗଡ଼ ରଜ ମହୋତ୍ସବ ।(ଘୋଡ଼ା ନାଚ, କମେଡି, କୁଲଦୀପଙ୍କ ସଙ୍ଗୀତରେ ମଞ୍ଚ ଦୁଲିକିଲା)
ବାଲିଅନ୍ତା, ୧୬/୦୬(ଗୋବର୍ଦ୍ଧନ ଦାସ):- ଶିଶୁପାଳଗଡ଼ ଦୁର୍ଗାପୂବଜା ପଡ଼ିଆରେ ଆୟୋଜିତ ତିନିଦିନିଆ ରଜ ମହୋତ୍ସବ-୨୦୨୬ ର ଉଦଯାପନି ସଂନ୍ଧ୍ୟାରେ ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ର ମୁଖ୍ୟ ଅତିଥି ଭାବେ ଯୋଗଦେଇ ମହାପ୍ରଭୁ ଜଗନ୍ନାଥଙ୍କ ନିକଟରେ ପ୍ରଦୀପ ପ୍ରଜ୍ଜଳନ କରି ଆନୁଷ୍ଟାନିକ ବାବେ କାର୍ଯ୍ୟକର୍ମକୁ
ଅରୁଣା ଆଲୋକ କ୍ଳବ ପକ୍ଷରୁ ରଜ ମହୋତ୍ସବ
ବାଲିଅନ୍ତା,୧୬|୬(ଗୋବର୍ଦ୍ଧନ ଦାସ):ବାଳକାଟି ରଥିଜେମା କୁଆଖାଇ ନଦୀ ପଠାରେ ଅରୁଣାଆଲୋକ କ୍ଳବ ପକ୍ଷରୁ ୩ ଦିନ ଧରି ଚାଲିଥିବା ରଜ ମହୋତ୍ସବ ଆଜିର ଉଦଯାପିତ ହୋଇଯାଇଛି l କ୍ଳବର ସଭାପତି ବିଜୟ କୁମାର ବେହେରା ଓ ସମ୍ପାଦକ ଶଙ୍କର ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ
ସରପଞ୍ଚ ଚାମେଲି ଓଝା ନିର୍ଯ୍ୟାତନାରେ ସେବା ପ୍ରତିନିଧିର ପ୍ରତିବାଦ
ଜଣେ ଉଚ୍ଚ ସମ୍ପନ୍ନ ନାରୀ ,ସେ ପୁଣି ଜନପ୍ରତିନିଧି ସରପଞ୍ଚ ,ନାମ ଚାମେଲି ଓଝା। ସବୁ ସ୍ତରରେ ସରକାର ସହଯୋଗର ହାତ ବଢ଼ାଇବା କଥା।ତା' ପରିବର୍ତ୍ତେ ଯେଉଁମାନେ ରାଜସ୍ଵ ରୁ ଅର୍ଥ ନେଇ ପ୍ରତିପୋଷଣ ହେଉଛନ୍ତି ସେ ଜନପ୍ରତିନିଧି ବା ସରପଞ୍ଚଙ୍କ
ରଜର ରାଣୀ ହେଲେ ଅର୍ପିତା ନାୟକବିଜେତାଙ୍କୁ ୫ ହଜାର ଟଙ୍କାର ଆର୍ଥିକ ପୁରସ୍କାର ପ୍ରଦାନ
ବାଲିଅନ୍ତା ୧୬/୦୬:- (ଗୋବର୍ଦ୍ଧନ ଦାସ):- ଓଡ଼ିଶାର ଗଣପର୍ବ ପବିତ୍ର ରଜ ମହୋତ୍ସବ ଅବସରରେ ଗ୍ରୀନ ଜୟଦେବ ଫାଉଣ୍ଡେସନ ପକ୍ଷରୁ ସ୍ଥାନୀୟ ଗଡ଼କଣ୍ଟୁଣିଆ ସ୍ଥିତ ପବିତ୍ର ସୁଦର୍ଶନ ଦାରୁ ପୀଠ ନିକଟରେ ୫ମ ରଜ ମହୋତ୍ସବ ଆଡ଼ମ୍ବର ସହକାରେ ଉଦଯାପିତ ହୋଇଯାଇଛି। ଓଡ଼ିଆ
ନୂଆଗାଁରେ ପାମେଲା ଓ ଧଉଳିରେ ଇରାଙ୍କ ଗୀତରେ ଝୁମିଲେ ଦର୍ଶକନୂଆଗାଁ ଓ ଧଉଳି ବିକାଶ ମଞ୍ଚରେ ରଜ ମହୋତ୍ସବ ଉଦଯାପିତ
ବାଲିଅନ୍ତା,୧୬|୬(ଗୋବର୍ଦ୍ଧନ ଦାସ):ରଜ ପର୍ବର ଶେଷ ଦିନରେ ଧଉଳି ବିକାଶ ମଞ୍ଚରେ ଓଲିଉଡ଼ର ପ୍ରଖ୍ୟାତ କଣ୍ଠଶିଳ୍ପୀ ଇରା ମହାନ୍ତି ଏବଂ ନୂଆଗାଁ ଗ୍ରାମୀଣ ବିକାଶ ମଞ୍ଚରେ ବଲିଉଡର ଖ୍ୟାତିସମ୍ପର୍ଣ୍ଣ କଣ୍ଠଶିଳ୍ପୀ ପାମିଲା ଜୈନଙ୍କ ଗୀତରେ ଝୁମିଛନ୍ତି ଦର୍ଶକ l ୨ କଣ୍ଠଶିଳ୍ପୀ ଗୋଟାକ
ରଜ ଉପଲକ୍ଷେ ବିଦ୍ୟାଳୟ ପରିସର ସଫେଇ
ଭୁବନ: ଓଡ଼ିଶାର ଗଣପର୍ବ ତଥା କୃଷିର ପର୍ବ ରଜ ଅବସରରେ ସାରା ଓଡ଼ିଶା ଉତ୍ସବ ମୁଖର। ଏହି ରଜ ଉତ୍ସବ ଉପଲକ୍ଷେ ଢ଼େଙ୍କାନାଳ ଜିଲ୍ଳା ଭୁବନ ବ୍ଲକ୍ ଅନ୍ତର୍ଗତ ଓଡ଼ିଶ ଗ୍ରାମରେ ଦେଖିବାକୁ ମିଳିଛି ସଫେଇ କାର୍ଯ୍ୟକ୍ରମ। ଏହି ସଫେଇ କାର୍ଯ୍ୟକ୍ରମକୁ
ବଉଳାବନ୍ଧରେ ଭାଗବତ ପ୍ରବଚନ କାର୍ଯ୍ୟକ୍ରମ ।
ଚିଲିକା,୧୬ I୬:ଚିଲିକା ବ୍ଲକ ଅନ୍ତର୍ଗତ ବଉଳାବନ୍ଧ ଗ୍ରାମର ମଙ୍ଗରାଜପୁର ଠାରେ ପ୍ରତି ସଂକ୍ରାନ୍ତୀରେ ଅନୁଷ୍ଠିତ ହେଉଥିବା ଭାଗବତ ପ୍ରବଚନ କାର୍ଯ୍ୟକ୍ରମର ଅଂଶ ସ୍ଵରୂପ ଚ଼ଳିତ ମାସ ରଜସଂକ୍ରାନ୍ତୀ ଦିନ ଅନୁଷ୍ଠିତ ହୋଇଯାଇଅଛି । ସଂନ୍ଧ୍ୟା ସମୟରେ ଭାଗବତ ପାଠ ଓ ନାମ
ଓଡ଼ିଆ ଭାଷା,ସାହିତ୍ୟର କର୍ଣ୍ଣଧାର ଥିଲେ ବ୍ୟାସକବି ଫକୀର ମୋହନ ସେନାପତି
ଭୁବନେଶ୍ୱର ତା 15/06/26 ପୁଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନ, ବ୍ୟାସକବି ଫକୀର ମୋହନ ସେନାପତି ସ୍ମୃତି ସଂସଦ ପକ୍ଷରୁ ସ୍ଥାନୀୟ ବାଣୀବିହାର ସ୍ଥିତ ପ୍ରତିମୂର୍ତ୍ତି ସ୍ଥଳରେ ଓଡ଼ିଆ ଭାଷା, ସାହିତ୍ୟ, ସଂସ୍କୃତି ପ୍ରାଣ, ମହାନ କଥାକାର ବ୍ୟାସକବି ଫକୀର ମୋହନ ସେନାପତିଙ୍କ
ଧଉଳି ବିକାଶ ମଞ୍ଚର ଦ୍ଵିତୀୟ ରଜ ସମାରୋହରୁକସାନା ଗୀତରେ ଦର୍ଶକ ବିଭୋର
ବାଲିଅନ୍ତା,୧୫|୬(ଗୋବର୍ଦ୍ଧନ ଦାସ):ଐତିହ୍ୟ ପର୍ଯ୍ୟଟନ ସ୍ଥଳୀ ଶାନ୍ତିସ୍ତୁପ ଧଉଳି ପାଦଦେଶରେ ଧଉଳି ବିକାଶ ମଞ୍ଚ ପକ୍ଷରୁ ଦ୍ଵିତୀୟ ରଜ ମହୋତ୍ସବ ମହାସମାହୋରରେ ଅନୁଷ୍ଠିତ ହୋଇଯାଇଛି l ଉପଦେଷ୍ଟା ରହିନ୍ଦ୍ର କୁମାର ପାତ୍ର ଏବଂ ଆବାହକ ଚିନ୍ମୟ ରଞ୍ଜନ ପ୍ରଧାନଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି
Politics
ଜନଗଣନା କାର୍ଯ୍ୟକ୍ରମ ପାଇଁ ନିଯୁକ୍ତି ପତ୍ର ପ୍ରଦାନ
ବିଏମସିର ବେଆଇନ ୟୁଜରଫି ବିରୁଦ୍ଧରେ ବିଚାର ବିମର୍ଶ ସଭା
Entertainment
ମହାନଦୀ ବଞ୍ଚାଓ ଆନ୍ଦୋଳନ
ସମାଜ ସମ୍ବାଦିକଙ୍କ ପିତୃ ବିୟୋଗ, ବିଭିନ୍ନ ମହଲରେ ଶୋକ