New Delhi: ବଜାର ଦରଠାର ୁ କମ୍ ଦାମ୍ରେ ଦେଶବାସୀଙ୍କୁ ଅଟା ଏବଂ ଚାଉଳ ଯୋଗାଇବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସରକାର ଏକ ନୂତନ ଯୋଜନା ଆରମ୍ଭ କରିଛନ୍ତି। ଦରଦାମ୍ ବୃଦ୍ଧି ଏବଂ ଧାନ ଓ ଗହମର ମୂଲ୍ୟକୁ ନିୟନ୍ତ୍ରଣ କରିବା ପାଇଁ ସରକାର ବଡ଼ ପଦକ୍ଷେପ ନେଇଛନ୍ତି। ଏହା ଅନ୍ତର୍ଗତ ସବସିଡିଯୁକ୍ତ ଭାରତ ଅଟା ଏବଂ ଭାରତ ଚାଉଳର ଦ୍ୱିତୀୟ ପର୍ଯ୍ୟାୟ ଆରମ୍ଭ ହୋଇଛି। ଏହା ଅନ୍ତର୍ଗତ ଭାରତ ଅଟା କିଲୋଗ୍ରାମ୍ ପିଛା ୩୦ ଟଙ୍କା ଏବଂ ଭାରତ ଚାଉଳ କିଲୋଗ୍ରାମ ପିଛା ୩୪ଟଙ୍କାରେ ବିକ୍ରି ହେବ। କେନ୍ଦ୍ର ଗ୍ରାହକ ବ୍ୟାପାର, ଖାଦ୍ୟ ଏବଂ ଜନସାଧାରଣ ବଣ୍ଟନ ମନ୍ତ୍ରୀ ପ୍ରହ୍ଲାଦ ଯୋଶୀ ମୋବାଇଲ୍ ଭ୍ୟାନ୍ର ଶୁଭାରମ୍ଭ କରି ସବସିଡିଯୁକ୍ତ ଭାରତ ଅଟା ଏବଂ ଭାରତ ଚାଉଳର ଖୁଚୁରା ବିକ୍ରିର ଦ୍ୱିତୀୟ ପର୍ଯ୍ୟାୟ ଆରମ୍ଭ କରିଛନ୍ତି। ଏହି ମୋବାଇଲ୍ ଭ୍ୟାନ୍ ନ୍ୟାସନାଲ୍ କୋଅପରେଟିଭ୍ ଗ୍ରାହକ ଫେଡେରେସନ୍ ଅଫ୍ ଇଣ୍ଡିଆ (ଏନସିସିଏଫ୍), ନ୍ୟାସନାଲ କୃଷି ସମବାୟ ମାର୍କେଟିଂ ଫେଡେରେସନ୍ ଅଫ୍ ଇଣ୍ଡିଆ ଲିମିଟେଡ୍ (ନାଫେଡ୍) ଏବଂ କେନ୍ଦ୍ରିୟ ଭଣ୍ଡାରର ଅଟେ। ଗଣମାଧ୍ୟମକୁ ସୂଚନା ପ୍ରଦାନ କରି ମନ୍ତ୍ରୀ ଯୋଶୀ କହିଛନ୍ତି ଯେ ଗ୍ରାହକଙ୍କୁ ରିହାତି ମୂଲ୍ୟରେ ଅତ୍ୟାବଶ୍ୟକ ଖାଦ୍ୟ ସାମଗ୍ରୀର ଉପଲବ୍ଧ ନିଶ୍ଚିତ କରିବା ହେଉଛି ସରକାରଙ୍କ ଉଦ୍ଦେଶ୍ୟ। ଭାରତ ବ୍ରାଣ୍ଡ ଅନ୍ତର୍ଗତ ଚାଉଳ, ଅଟା ଏବଂ ଡାଲିର ଖୁଚୁରା ବିକ୍ରି ଦରଦାମ୍ ବୃଦ୍ଧି ନିୟନ୍ତ୍ରଣ କରିବ। ଦ୍ୱିତୀୟ ପର୍ଯ୍ୟାୟରେ ‘ଭାରତ’ ବ୍ରାଣ୍ଡ ଅଟା ଏବଂ ଚାଉଳ ୫ କିଲୋଗ୍ରାମ ଏବଂ ୧୦ କିଲୋଗ୍ରାମ ବ୍ୟାଗରେ ବିକ୍ରି ହେବ। ଦ୍ୱିତୀୟ ପର୍ଯ୍ୟାୟ ଆରମ୍ଭରେ ଖୁଚୁରା ବିକ୍ରୟ ପାଇଁ ୩.୬୯ ଲକ୍ଷ ମେଟ୍ରିକ୍ ଟନ୍ ଗହମ ଏବଂ ୨.୯୧ ଲକ୍ଷ ମେଟ୍ରିକ୍ ଟନ୍ ଚାଉଳ ଉପଲବ୍ଧ ଲୋକଙ୍କୁ ଯୋଗାଇ ଦିଆଯିବ। ପ୍ରଥମ ପର୍ଯ୍ୟାୟରେ ଶସ୍ତା ଦରରେ ପ୍ରାୟ ୧୫.୨୦ ଲକ୍ଷ ମେଟ୍ରିକ୍ ଟନ୍ ଭାରତ ଅଟା ଏବଂ ୧୪.୫୮ ଲକ୍ଷ ମେଟ୍ରିକ୍ ଟନ୍ ଭାରତ ଚାଉଳ ଉପଲବ୍ଧ କରାଯାଇଥିଲା। ଗଣମାଧ୍ୟମର ରିପୋର୍ଟ ଅନୁଯାୟୀ, ଦ୍ୱିତୀୟ ପର୍ଯ୍ୟାୟରେ ସରକାର ଭାରତ ଅଟା ଏବଂ ଭାରତ ଚାଉଳକୁ ମୋବାଇଲ ଭ୍ୟାନ୍ରେ ବିକ୍ରି କରିବେ। କେନ୍ଦ୍ରିୟ ଭଣ୍ଡାର ଘାରର ମୋବାଇଲ୍ ଭ୍ୟାନ୍ ଉଭୟ ଜିନିଷ ବିକ୍ରି କରିବ। ଏହା ବ୍ୟତୀତ ଭାରତ ଅଟ ଏବଂ ଭାରତ ଚାଉଳ ନାଫେଡ ଏବଂ ଏନସିସିଏଫ୍ ଦୋକାନ ଏବଂ ମୋବାଇଲ୍ ଭ୍ୟାନ୍ରେ ଉପଲବ୍ଧ ହେବ। ଉଭୟ ଜିନିଷ ଇ-କମର୍ସ ପ୍ଲାଟଫର୍ମ ଏବଂ ଖୁଚୁରା ଷ୍ଟୋରରେ ମଧ୍ୟ ଉପଲବ୍ଧ ହେବ । ସୂଚନାଯୋଗ୍ୟ, ନଭେମ୍ବର ୪ ପର୍ଯ୍ୟନ୍ତ ପଞ୍ଜାବର ବଜାରରେ ମୋଟ ୧୦୪.୬୩ ଲକ୍ଷ ମେଟ୍ରିକ୍ ଟନ୍ ଧାନ ପହଞ୍ଚିଛି। ସେଥିମଧ୍ୟରୁ ୯୮.୪୨ ଲକ୍ଷ ମେଟ୍ରିକ୍ ଟନ୍ ଧାନ ରାଜ୍ୟ ଏଜେନ୍ସି ଏବଂ ଏଫସିଆଇ କ୍ରୟ କରିଛି। ଭାରତ ସରକାର ସ୍ଥିର କରିଥିବା କ୍ୱିଣ୍ଟାଲ ପିଛା ୨୩୨୦ ଟଙ୍କାରେ ଏମଏସପିରେ ଗ୍ରେଡ ‘ଏ’ ଅଧୀନରେ ଧାନ କିଣାଯାଉଛି। ୨୦୨୪-୨୫ ମସିହାରେ ଏପର୍ଯ୍ୟନ୍ତ ୨୦,୫୫୭ କୋଟି ଟଙ୍କା ମୂଲ୍ୟର ଧାନ କେନ୍ଦ୍ର ସରକାର କିଣିଛନ୍ତି।
Utkal Bulletin Is Now On WhatsApp Join And Get Latest News Updates Delivered To You Via WhatsApp
Social Share On:
Related News
ବୁଢ଼ାଡଙ୍ଗର ଲୋକ ମହୋତ୍ସବ ର ପ୍ରଥମ ସନ୍ଧ୍ୟା ରେ ବଜାସାଲ ନାଚରେ ଦୁଲୁକିଲା ମଞ୍ଚ
କଳାହାଣ୍ଡି,୨୨/୧୨(ପ୍ୟାରିଲାଲ ଦୁର୍ଗା ଙ୍କ ରିପୋର୍ଟ): ଲୋକ ସଂସ୍କୃତି ଓ ଆଦ୍ୟକଳାର ପ୍ରତିବିମ୍ବ ବୁଢ଼ାଡଙ୍ଗର ଲୋକ ମହୋତ୍ସବ ରବିବାର ଦିନ କେସିଙ୍ଗା ଜଗନ୍ନାଥ ମନ୍ଦିର ପଡିଆଠାରେ ମହା ସମାରୋହରେ ଉଦ୍ଘାଟିତ ହୋଇଯାଇଛି। ପ୍ରଥମ ଦିନର ପ୍ରଥମ ଅଧିବେଶନରେ ମୁଖ୍ୟ ଅତିଥି ଭାବରେ ଜିଲ୍ଲା
ଓଡିଶା ସାମ୍ବାଦିକ ୟୁନିଅନ୍ (ଓୟୁଜେ) ର ୫୩ତମ ପ୍ରତିଷ୍ଠା ଦିବସ ରେ ସମ୍ମାନିତ ହେଲେ ବିନ୍ଦୁ ମହାନନ୍ଦ
କଳାହାଣ୍ଡି ,୨୨|୧୨(ପ୍ୟାରିଲାଲ ଦୁର୍ଗା ଙ୍କ ରିପୋର୍ଟ): ଭୁବନେଶ୍ବର ସ୍ଥିତ ଜୟଦେବ ଭବନ ଠାରେ ଅନୁଷ୍ଠିତ ଓଡିଶା ସାମ୍ବାଦିକ ୟୁନିଅନ୍ (ଓୟୁଜେ) ର ୫୩ତମ ପ୍ରତିଷ୍ଠା ଦିବସ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର
ନିଆଁ ଲାଗି ଜଳି ଗଲା ଘର ଓ ଯାବତୀୟ ଘରୋଇ ସାମଗ୍ରୀ
ଗୋଲାମୁଣ୍ଡା :୨୧/୧୨(ଜନ୍ମେଜୟ ନାଏକଙ୍କ ରିପୋର୍ଟ) କଳାହାଣ୍ଡି ଜିଲ୍ଲା ଗୋଲାମୁଣ୍ଡା ବ୍ଲକ ଅଧିନସ୍ଥ ଫୋଇରିପାଣି ଗ୍ରାମର ଧନୁ ମାଝୀଙ୍କ ଘରେ ନିଆଁ ଲାଗି ଯାବତୀୟ ଜିନିଷ ସମ୍ପୂର୍ଣ୍ଣ ପୋଡି ପାଉଁଶ ହୋଇଯାଇଛି । ଧନୁ ମାଝୀ ଏକ କୁଳିମଜୁରିଆ ତଥା ଗରିବ ଶ୍ରେଣୀର
OTN TV ର ସପ୍ତମ ସ୍ଵନକ୍ଷତ୍ର ଦିବସ ଓ ବନ୍ଧୁ ମିଳନ ଉତ୍ସବ
ଧର୍ମଗଡ଼,୨୧/୧୨,(ଜନ୍ମେଜୟ ନାଏକ ଙ୍କ ରିପୋର୍ଟ ): କଳାହାଣ୍ଡି ଜିଲ୍ଲା ଧର୍ମଗଡ଼ ବିଜୁକଲ୍ୟାଣ ମଣ୍ଡପଠାରେ OTN TV ର ସପ୍ତମ ସ୍ଵନକ୍ଷତ୍ର ଦିବସ ଓ ବନ୍ଧୁ ମିଳନ ଉତ୍ସବ ଅନୁଷ୍ଠିତ ହୋଇଥିଲା । ଏହି ଉତ୍ସବରେ କଳାହାଣ୍ଡି ଜିଲ୍ଲା OTN ଟିଭିର ସ୍ୱତନ୍ତ୍ର
କଳାହାଣ୍ଡି ଜିଲ୍ଲା ଶିକ୍ଷା ବିଭାଗରେ ଏଫ୍,ଏଲ,ଏନ୍ ଯୋଜନା ବାଟ ମାରଣା
ପ୍ରକୋଷ୍ଠ ନିର୍ମାଣ କାର୍ଯ୍ୟରେ ଘୋଟାଲା ଅଭିଯୋଗ କଳାହାଣ୍ଡି,୨୨|୧୨(ପ୍ୟାରିଲାଲ ଦୁର୍ଗା ଙ୍କ ରିପୋର୍ଟ-ଉତ୍କଳ ବୁଲେଟିନ): କଳାହାଣ୍ଡି ଜିଲ୍ଲାର ନର୍ଲା ତଥା ଲାଞ୍ଜିଗଡ଼ ବ୍ଲକ୍ ଅନୁନ୍ନତ ବ୍ଲକ ଭାବରେ ଜିଲ୍ଲାରେ ବେଶ ପରିଗଣିତ ଅଟେ। ଏହି ଦୁଇ ବ୍ଲକର ଛାତ୍ରଛାତ୍ରୀଙ୍କ ଶିକ୍ଷାସ୍ୱାସ୍ଥ୍ୟ ଭଳି ମୌଳିକ
ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର କେସିଙ୍ଗା ଠାରେ ଜାତୀୟ ଗଣିତ ଦିବସ ପାଳିତ
କଳାହାଣ୍ଡି,୨୨|୧୨, (ପ୍ୟାରିଲାଲ ଦୁର୍ଗାଙ୍କ ରିପୋର୍ଟ): ଦିନ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର କେସିଙ୍ଗା ଠାରେ ଜାତୀୟ ଗଣିତ ଦିବସ ପାଳିତ ହୋଇ ଯାଇଛି । ଏହି ଅବସରରେ ବିଦ୍ୟାଳୟର ପ୍ରଧାନ ଆଚାର୍ଯ୍ୟ ପ୍ରବୀଣ କୁମାର ବେହେରାଙ୍କ ଅଧ୍ୟକ୍ଷତାରେ ଏକ ସଭା କାର୍ଯ୍ୟ
୧୫୦୦କୋଟି କ୍ଲବରେ ଏଣ୍ଟ୍ରି ମାରିଲା ‘ପୁଷ୍ପା-୨’
ଆଇକନ ଷ୍ଟାର ଅଲୁ ଅର୍ଜୁନଙ୍କ ଅଭିନୀତ ଫିଲ୍ମ 'ପୁଷ୍ପା ୨: ଦି ରୁଲ୍' ଚଳିତ ବର୍ଷର ବହୁ ପ୍ରତୀକ୍ଷିତ ଚଳଚ୍ଚିତ୍ର ଥିଲା। ଗତ ତିନିବର୍ଷ ଧରି ନିର୍ମାଣ ହେଉଥିବା ଏହି ଆକ୍ସନ୍ ଥ୍ରୀଲର ଫିଲ୍ମ ଶେଷରେ ଡିସେମ୍ବର ୫ରେ ସାରା ବିଶ୍ୱରେ
ସଂଘର୍ଷର କାହାଣୀ ପରବ୍
ଚାଲିଆସିଥିବା ସିନେମାର ଏକ ଧାରା ଦୃଷ୍ଟିରୁ ପରଦାରେ ନିଆଁ ଝୁଲ ସହିତ ଚଳଚ୍ଚିତ୍ରର ଶୀର୍ଷକ ଉଦ୍ଭାସିତ ହେବାରୁ ଅନୁମାନ କରିହୁଏ ଯେ ସଂଘର୍ଷ ଓ ରକ୍ତପାତର ଅବିଚାରିତ ଦୃଶ୍ୟ ଏହାର କେନ୍ଦ୍ରସ୍ଥଳ ଅଧିକାର କରିବ। ତେବେ ଏହି ଧାରଣାକୁ ଭୁଲ୍ ପ୍ରମାଣିତ
ଫ୍ରାଇଡେ ରିଲିଜ୍: ମୁକ୍ତିଲାଭ କରିଛି ‘ପରବ୍’
ସିନେମା ହଲରେ ପ୍ରଶଂସା ସାଉଣ୍ଟୁଛି ଫିଲ୍ମ ‘ପରବ’ ଭୁବନେଶ୍ବର: ଓଡ଼ିଶା ଆନ୍ଧ୍ର ସୀମାନ୍ତର ସତ ଘଟଣା ଉପରେ ଆଧାରିତ ଓଡ଼ିଆ ଚଳଚ୍ଚିତ୍ର ‘ପରବ୍’ ଶୁକ୍ରବାର ମୁକ୍ତିଲାଭ କରିସାରିଛି।। ୧୯୩୬ ମସିହା ସ୍ବତନ୍ତ୍ର ଉତ୍କଳ ପ୍ରଦେଶ ଗଠନ ହେବା ପରେ ଆନ୍ଧ୍ରପ୍ରଦେଶରେ ରହି
ନେହେରୁ ସେବା ସଂଘ ତରଫରୁ ପୋଷ୍ୟ ସନ୍ତାନ ଗ୍ରହଣ କରିନେଇଥିବା ବିଦେଶୀ ଦମ୍ପତିଙ୍କୁ ସମ୍ବର୍ଦ୍ଧନା
କଳାହାଣ୍ଡି,୨୧|୧୨(ପ୍ୟାରିଲାଲ ଦୁର୍ଗା ଙ୍କ ରିପୋର୍ଟ): ନେହେରୁ ସେବା ସଂଘ ଭବାନୀପାଟଣା ଓ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ କଳାହାଣ୍ଡି ତରଫରୁ ଭବାନୀପାଟଣାର ପୋଷ୍ୟ ସନ୍ତାନ ଗ୍ରହଣ କରିଥିବା ଇଟାଲୀର ଦମ୍ପତି ଲୁସିଆନା ରୋସି ଓ ଲୁଇଗୀ ରୋସୋ ଏବଂ ଝିଅ ପ୍ରତୀକ୍ଷା
ଚମ୍ପୁଆ ମହତାବ ସରକାରୀ ଉଚ୍ଚ ବିଦ୍ୟାଳୟର ହୀରକ ଜୟନ୍ତୀରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
କେନ୍ଦୁଝର: କେନ୍ଦୁଝର ଜିଲ୍ଲା ଚମ୍ପୁଆ ମହତାବ ଉଚ୍ଚ ବିଦ୍ୟାଳୟ ପରିସରରେ ଆୟୋଜିତ ହୀରକ ଜୟନ୍ତୀ ସମାରୋହରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇ ଶୁଭ ଉଦଘାଟନ କରିଥିଲେ । ବିଦ୍ୟାଳୟ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, ତେଲକୋଇ ବିଧାୟକ ଡ. ଫକୀର
କୋଦଗlଡ଼ିଆ ଓ ମୁରିଙ୍ଗିସିଙ୍ଗା ରେ ଘର ଭାଙ୍ଗିଲା ଗୋଠ ଛଡା ଦନ୍ତା ହାତୀ
କେନ୍ଦୁଝର: କେନ୍ଦୁଝର ଜିଲ୍ଲା ଚମ୍ପୁଆ ବ୍ଲକ ଅନ୍ତର୍ଗତ କୋଦଗାଡିଆ ଓ ମିରିଗିସିଙ୍ଗା ଗ୍ରାମରେ ତିନୋଟି ଘର ଭାଙ୍ଗିଲା ଗୋଠ ଛଡା ଦନ୍ତାହାତୀ । କୋଦଗାଡିଆ ଗ୍ରାମର ବସନ୍ତ ନାଏକ ଓ ଉଦୟ ନାଏକଙ୍କ ଘର ଭାଙ୍ଗି ଘର ଭିତରୁ ଧାନ ଚାଉଳ
ଚକରଇଷ୍ଟିଚ୍ବୁଟ ଅଫ ଯୋଗତରଫରୁ ୧ମ ତମ ବିଶ୍ବ ଧ୍ଯାନ ଦିବସ ପାଳିତ
ବାଳକାଟି: ସକାଳ ୮ଟା୧୫ମିନିଟ୍ ସମୟରେ ଅନଲାଇ ଏବଂ ଅଫଲାଇନ ମାଧ୍ଯମରେ ଚକରଇଷ୍ଟିଚ୍ବୁଟ ଅଫ ଯୋଗ ଟ୍ରଷ୍ଟ ତରଫରୁ ୧ମ ତମ ବିଶ୍ବ ଧ୍ଯାନ ଦିବସ ପାଳିତ ହୋଇଯାଇଛି | ଏଥିରେ ଟ୍ରଷ୍ଟର ସମ୍ପାଦକ ତଥା ଯୋଗଏବଂ ପ୍ରାକୂତିକ ଚିକିତ୍ସକ ଡକ୍ଟର ଦୀପକ
ଭିନ୍ନକ୍ଷମ ଭତ୍ତା ବୃଦ୍ଧି ଓ ସାମାଜିକ ସୁରକ୍ଷା ଦାବି ନେଇ ମୁଇଁ “କଳାହାଣ୍ଡିଆ ଫର କଳାହାଣ୍ଡି “ର ବୈଠକ ଅନୁଷ୍ଠିତ
କଳାହାଣ୍ଡି, ୨0|୧୨(ପ୍ୟାରିଲାଲ ଦୁର୍ଗାଙ୍କ ରିପୋର୍ଟ): ବିଜେପି ସରକାର ନିର୍ବାଚନ ସମୟରେ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ଭତ୍ତା ୩୦୦୦ ଟଙ୍କାକୁ ବ୍ରୁଦ୍ଧି କରିବା ପ୍ରତିଶୃତି ଦେଇଥିଲେ। ତାପରେ ସରକାର ଗଠନର ପ୍ରଥମ ବଜେଟ୍ ରେ ୮୦ବର୍ଷରୁ ଉର୍ଦ୍ଧ୍ୱ ବାର୍ଦ୍ଧକ୍ଯ ଏବଂ ୮୦%
ଭୀମ ଭୋଇ ଭିନ୍ନ କ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ
କଳାହାଣ୍ଡି, 20|12 (utkalbulletin): କଳାହାଣ୍ଡି ଜିଲ୍ଲା ମ.ରାମପୁର ବ୍ଲକ ପରିସରରେ ଭାରପ୍ରାପ୍ତ ସାମାଜିକ ସମ୍ପ୍ରସାରଣ ଅଧିକାରୀ ଶ୍ୟାମସୁନ୍ଦର ନାଏକଙ୍କ ନେତୃତ୍ବରେ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ ମୁଖ୍ୟ ଅତିଥି ଭାବେ ମ, ରାମପୁର ଗୋଷ୍ଠୀ ଉନ୍ନୟନ ଅଧିକାରୀ
ଭିନ୍ନକ୍ଷମ ଭତ୍ତା ବୃଦ୍ଧି ଓ ସାମାଜିକ ସୁରକ୍ଷା ଦାବି ନେଇ ମୁଇଁ “କଳାହାଣ୍ଡିଆ ଫର କଳାହାଣ୍ଡି “ର ବୈଠକ ଅନୁଷ୍ଠିତ
କଳାହାଣ୍ଡି, ୨0|୧୨(ପ୍ୟାରିଲାଲ ଦୁର୍ଗା ଙ୍କ ରିପୋର୍ଟ): ବିଜେପି ସରକାର ନିର୍ବାଚନ ସମୟରେ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ଭତ୍ତା ୩୦୦୦ ଟଙ୍କାକୁ ବ୍ରୁଦ୍ଧି କରିବା ପ୍ରତିଶୃତି ଦେଇଥିଲେ। ତାପରେ ସରକାର ଗଠନର ପ୍ରଥମ ବଜେଟ୍ ରେ ୮୦ବର୍ଷରୁ ଉର୍ଦ୍ଧ୍ୱ ବାର୍ଦ୍ଧକ୍ଯ ଏବଂ
ବରିଷ୍ଠ କଂଗ୍ରେସ ନେତା ନିରଂଜନ ପଟ୍ଟନାୟକଙ୍କ ଘରେ ଇଡି ଚଢ଼ଉ
ଭୁବନେଶ୍ୱର: ନିରଂଜନ ପଟ୍ଟନାୟକଙ୍କ ଘରେ ଇଡି ଚଢ଼ଉ କରିଛି। ପୂର୍ବତନ କଂଗ୍ରେସ ସଭାପତି ନିରଂଜନ ପଟ୍ଟନାୟକଙ୍କ ଘରେ ଚଢ଼ଉ କରିଛି ଇଡି। ଆଜି ସକାଳ ସାତଟାରେ ଚଢ଼ଉ ଆରମ୍ଭ କରାଯାଇଥିବାବେଳେ ତାଙ୍କର ଭୁବନେଶ୍ୱର ବାସଭବନ ନୟାପଲୀ ଠାରେ ପ୍ରଥମେ ସକାଳ ୭ଟାରେ
ହାଇଦ୍ରାବାଦ 2024ଫିତ ନେସନାଲ କଂଫୁ ରେ କଳାହାଣ୍ଡି ଚମ୍ପିୟାନ
କଳାହାଣ୍ଡି,୧୯|୧୨(ପ୍ୟାରିଲାଲ ଦୁର୍ଗା ଙ୍କ ରିପୋର୍ଟ):-କଳାହାଣ୍ଡି ଜ଼ିଲ୍ଲା କେସିଙ୍ଗା ବ୍ଲକ ରୁ ୧୭ ଜଣ ଓ କଳାହାଣ୍ଡି ର ୧0 ଜଣ ହାଇଦ୍ରାବାଦ ଠାରେ ଅନୁଷ୍ଠିତ ହେଇଥିବା ଫିତ ନେସନାଲ କମ୍ଫ୍ହୁ କାର୍ଯ୍ୟକ୍ରମ ରେ ଅଂଶଗ୍ରହଣ କରିଥିଲେ | କଳାହାଣ୍ଡି ରୁ ମୋଟ
ସ୍ୱାସ୍ଥ୍ୟମନ୍ତ୍ରୀ ବୁଲିଲେ ଧର୍ମଗଡ ଉପଖଣ୍ଡ ର ବିଭିନ୍ନ ମଣ୍ଡି ରେ ଚାଷି ଙ୍କ ଆନୁସଙ୍ଗିକ ବ୍ୟବସ୍ଥା ନେଇ ଆଲୋଚନା।
କଳାହାଣ୍ଡି,୧୯/୧୨(ପ୍ୟାରିଲାଲ ଦୁର୍ଗା ଙ୍କ ରିପୋର୍ଟ ):-ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟମନ୍ତ୍ରୀ ଡ଼. ମୁକେଶ ମହାଳିଙ୍ଗ ଗୁରୁବାର କଳାହାଣ୍ଡି ଜିଲ୍ଲାର ଧର୍ମଗଡ ଉପଖଣ୍ଡ ଗସ୍ତ ରେ ଆସି ଜୁନାଗଡ଼, କଲମପୁର,କୋକସରା ଓ ଧର୍ମଗଡ ବ୍ଲକ ର ବିଭିନ୍ନ ଧାନ ମଣ୍ଡି ପରିଦର୍ଶନ କରିବା ସହ
ବେତନଟୀ ପ୍ରିମିୟର ଲିଗ୍ ଦ୍ବିତୀୟ ଦିନ: ବାହାନଡା ଟାଇଗର ଓ ଆରିୟନ ଫାଇଟର ବିଜୟ
ବେତନଟୀ,୧୯/୧୨: ବେତନଟୀ କ୍ରିକେଟ କ୍ଲବ ଦ୍ଵାରା ଆୟୋଜିତ ବେତନଟୀ ପ୍ରିମିୟର ଲିଗ ସିଜିନ -୧୧ ର ଚତୁର୍ଥ ଦିନରେ ୨ଟି ମ୍ୟାଚ ଅନୁଷ୍ଠିତ ହୋଇଥିଲା । ପ୍ରଥମ ମ୍ୟାଚ ଟି ଦାନି ବାହାନଡା ଟାଇଗର ଓ ମା ଦୁର୍ଗା ଫାଇଟର ମଧ୍ୟରେ