ବାଲିଅନ୍ତା,୧୭/୪/୨୬) : ଗଲା ସାଧାରଣ ନିର୍ବାଚନ ପରେ ଆଜି ଜୟଦେବ ନିର୍ବାଚନ ମଣ୍ଡଳୀରେ ବିଜୁ ପ୍ରେମିଙ୍କ ବିରାଟ ବାଇକ୍ ଶୋଭାଯାତ୍ରା ଦେଖିବାକୁ ମିଳିଥିଲା। ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ପୁଣ୍ୟତିଥି ଅବସରରେ ବାଲିଅନ୍ତା ବ୍ଲକର ବିଭିନ୍ନ ସ୍ଥାନରେ ଶ୍ରଦ୍ଧାଞ୍ଜଳି ସଭା ଓ ବାଇକ ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଏହି ପରୀପ୍ରେକ୍ଷୀରେ ହଜାର ହଜାର ବିଜୁ ପ୍ରେମୀ ଏକତ୍ରିତ ହୋଇ ବେଣ୍ଟପୁର ପଞ୍ଚାୟତ ଦେଢ଼ାଳୋ ଛକସ୍ଥିତ ବିଜୁବାବୁଙ୍କ ପ୍ରତିମୂର୍ତ୍ତି ନିକଟରେ ମାଲ୍ୟାର୍ପଣ କରିବା ସହ “ବିଜୁ ପଟ୍ଟନାୟକ ଅମର ରହେ” ଓ “ନବୀନ ପଟ୍ଟନାୟକ ଜିନ୍ଦାବାଦ” ନାରା ଦେଇଥିଲେ।କାର୍ଯ୍ୟକ୍ରମରେ ୧୮ ନଂ ଜିଲ୍ଲା ପରିଷଦ ସଭ୍ୟ ମଙ୍ଗରାଜ ବେହେରା, ପୂର୍ବତନ ଜିଲ୍ଲା ପରିଷଦ ସଭ୍ୟା ଭାଗ୍ୟଲକ୍ଷ୍ମୀ ମିଶ୍ର, ପୂର୍ବତନ ସମିତିସଭ୍ୟ ବିଜୟ ନାୟକ, ତ୍ରୈଲୋକ୍ୟ ମଙ୍ଗରାଜ, ପୂର୍ବତନ ୧୭ ନଂ ଜୋନ ଜିଲ୍ଲାପରିଷଦ ସଭ୍ୟ ଅମରେନ୍ଦୁ ପଟ୍ଟନାୟକ, ଶିକ୍ଷାବିତ୍ ନାରାୟଣ ବେହେରା ,ବିରଞ୍ଚିନାରାୟଣ କର, ପୂର୍ବତନ ସରପଞ୍ଚ ସୂର୍ଯ୍ୟ ନାରାୟଣ ଦାସ , ଅରବିନ୍ଦ ସାହୁ କାହୁଁ ଚରଣ ଭୋଇ ପ୍ରମୁଖ ଆଦି ଅନେକେ ଯୁବ ଓ ବରିଷ୍ଟ ନେତୃତ୍ୱ ବୃନ୍ଧ ଯୋଗ ଦେଇଥିଲେ।କର୍ମୀମାନେ ଏକ ବିଶାଳ ବାଇକ ରାଲିରେ ବାଲିପାଟଣା ହାଟ ପର୍ଯ୍ୟନ୍ତ ଯାଇ ବିଜୁବାବୁଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରିବା ପରେ ବିଜୁ ଜନତା ଦଳ କାର୍ଯ୍ୟାଳୟରେ ଏକ ସଭା ର ଆୟୋଜନ କରାଯାଇଥିଲା।ଆଗାମୀ ପଞ୍ଚାୟତରାଜ ନିର୍ବାଚନରେ ବିଜୁ ଜନତା ଦଳ ତାର ରଣକୌଶଳ ପ୍ରସ୍ତୁତି ପାଇଁ ଉକ୍ତ ସଭାରେ ବରିଷ୍ଟ କର୍ମୀ ମାନେ ଯୁବ କର୍ମୀଙ୍କୁ ଗଗୁରୁ ମନ୍ତ୍ର ଦେବା ସହ ନବୀନ ପଟ୍ଟନାୟକ ଙ୍କ ୨୪ ବର୍ଷର ସୁଶାସନର କୀର୍ତ୍ତି ବଖାଣି ଥିଲେ। ବିଜେଡ଼ି ଛାତ୍ର ଜନତା ଦଳରୁ ରାଜନୀତିରେ ପାଦ ଦେଇଥିବା ବ୍ୟକ୍ତି ଓ ୪୦ ବର୍ଷ ଧରି ବିଜେଡିକୁ ଭଲ ପାଇ ଆସୁଥିବା ବ୍ୟକ୍ତି ବିଶେଷଙ୍କୁ ଏହି କାର୍ଯ୍ୟ କ୍ରମରେ ଏକାଠି ଦେଖିବାକୁ ମିଳିଥିଲା।
ଜୟଦେବ ନିର୍ବାଚନ ମଣ୍ଡଳୀରେ ବିଜୁ ପ୍ରେମିଙ୍କ ବିରାଟ ବାଇକ୍ ଶୋଭାଯାତ୍ରା
Social Share On:
Utkal Bulletin Is Now On WhatsApp Join And Get Latest News Updates Delivered To You Via WhatsApp
Social Share On:
Related News
ୟୁନିଟ 5 ଜଗନ୍ନାଥ ମନ୍ଦିରରେ ଷୋଡଶ ଦିନାତ୍ମକ ପୂଜା 14 ଦିନରେ
ଭୁବନେଶ୍ୱର ତା 16 ରିଖ l ୟୁନିଟ 5 ଜଗନ୍ନାଥ ମନ୍ଦିରରେ ଅଧିଷ୍ଠାତ୍ରୀ ଦେବୀ ମା' ହରଚଣ୍ଡୀଙ୍କର ଶାରଦୀୟ ଷୋଡ଼ଶ ଦିନାତ୍ମକ ପୂଜା ଆଜି 14 ଦିନରେ
ଶତାୟୁ ପାଲା କଳାକାର ଚକ୍ରଧର ମୁଦୁଲିଙ୍କ ପରଲୋକ ।
ଖୋର୍ଦ୍ଧା,୧୬ I୧୦:ଓଡ଼ିଶା ବିଭିନ୍ନ ପାଲା ମଞ୍ଚରେ ଗାୟକ ମାନଙ୍କ ଦ୍ୱାରା ବୋଲା ଯାଉଥିବା ବିଦଗ୍ଧ କବିତା "ଅପରେସନ କୋଇଲି"ର ରଚ଼ୟତା ସ୍ବର୍ଗତ ଗାୟକ ରତ୍ନ ଲୋକନାଥ କରଙ୍କ
ଶତାୟୁ ପାଲା କଳାକାର ଚକ୍ରଧର ମୁଦୁଲିଙ୍କ ପରଲୋକ ।
ଖୋର୍ଦ୍ଧା,୧୬ I୧୦:ଓଡ଼ିଶା ବିଭିନ୍ନ ପାଲା ମଞ୍ଚରେ ଗାୟକ ମାନଙ୍କ ଦ୍ୱାରା ବୋଲା ଯାଉଥିବା ବିଦଗ୍ଧ କବିତା "ଅପରେସନ କୋଇଲି"ର ରଚ଼ୟତା ସ୍ବର୍ଗତ ଗାୟକ ରତ୍ନ ଲୋକନାଥ କରଙ୍କ
ପ୍ରତାପଶାସନ ଡିଗ୍ରୀ କଲେଜରେଦିବ୍ୟରଞ୍ଜନ ସଭାପତି, ସୌମ୍ୟରଞ୍ଜନ ଉପସଭାପତିଛାତ୍ରସଂସଦ ନିର୍ବାଚନ ଫଳାଫଳ
ବାଲିଅନ୍ତା,୧୫|୧୦(ଗୋବର୍ଦ୍ଧନ ଦାସ):ବାଲିଅନ୍ତା ବ୍ଲକ ଅଧିନ ବାଳକାଟି ସ୍ଥିତ ପ୍ରତାପଶାସନ ଡିଗ୍ରୀ କଲେଜରେ ଅନୁଷ୍ଠିତ ଛାତ୍ରସଂସଦ ନିର୍ବାଚନର ଫଳାଫଳ ପ୍ରକାଶ ପାଇଛି।ଆଜି ୮ ଟାରୁ ଅପରାହ୍ନ ୨ ଟା
ରାଉରକେଲାରେ ରେଳବାଇର ମିଳିତ ମକ୍ ଡ୍ରିଲ୍…ବିପର୍ଯ୍ୟୟ ମୁକାବିଲା ଓ ଜରୁରୀକାଳୀନ ଉଦ୍ଧାର କାର୍ଯ୍ୟର ପ୍ରସ୍ତୁତି ଉପରେ ଗୁରୁତ୍ୱ…..
ରେଳବାଇରେ ଜରୁରୀକାଳୀନ ପରିସ୍ଥିତିର ମୁକାବିଲା, ତ୍ୱରିତ ଉଦ୍ଧାର କାର୍ଯ୍ୟ ଏବଂ ବିଭିନ୍ନ ସଂସ୍ଥା ମଧ୍ୟରେ ସମନ୍ୱୟକୁ ଅଧିକ ସୁଦୃଢ଼ କରିବା ଉଦ୍ଦେଶ୍ୟରେ ଦକ୍ଷିଣ ପୂର୍ବ ରେଳବାଇର ଚକ୍ରଧରପୁର
ପଲ୍ୟୁସନ ବୋର୍ଡ ସଦସ୍ୟ ସଚିବଙ୍କୁ ଭେଟିଲା ସୈନିକସ୍କୁଲ ବଞ୍ଚାଅ ଓ ଅଳିଆଗଦା ହଟାଅ ଅଭିଯାନ
ପୂଜାରେ ଡମପିଙ୍ଗ ୟାର୍ଡ଼କୁ ଅଳିଆଗାଡ଼ି ବନ୍ଦ ନକଲେ ଅନଶନ ନିଷ୍ପତି ଭୁବନେଶ୍ୱର ତା 14 ରିଖ l ସୈନିକସ୍କୁଲ ବେଆଇନ ବିଷାକ୍ତ ଅଳିଆ ଗଦା ସ୍ଥାନାନ୍ତର ପାଇଁ
vମହିମା ମହିଳା କମିଟି ପକ୍ଷରୁ ମନ୍ଦିର ସଫେଇ ମହିମା ମହିଳା କମିଟି ପକ୍ଷରୁ ମନ୍ଦିର ସଫେଇ କାର୍ଯ୍ୟକ୍ରମକାର୍ଯ୍ୟକ୍ରମ
ଭୁବନ,୧୩: ମନରେ ଆଧ୍ୟାତ୍ମିକ ଚେତନା ଓ ସ୍ୱଚ୍ଛ ପରିବେଶକୁ ଆଧାର କରି ଓଡ଼ିଶ ଗ୍ରାମର ପଶ୍ଚିମ ଦିଗରେ ଥିବା ମା’ ଚର୍ଚ୍ଚିକା ଦେବୀଙ୍କ ମନ୍ଦିର, ହନୁମାନ ମନ୍ଦିର
କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ “ସୁରଭୀ” କାର୍ଯ୍ୟକ୍ରମ ଅନୁଷ୍ଠିତପ୍ରତାପଶାସନ ବାଳିକା ଉଚ୍ଚ ବିଦ୍ୟାଳୟ ଛାତ୍ରୀଙ୍କ ସଫଳତା
ବାଲିଅନ୍ତା,୧୩|୧୦( ଗୋବର୍ଦ୍ଧନ ଦାସ):ବାଲିଅନ୍ତା ବ୍ଲକ ଶିକ୍ଷାଧିକାରୀ ଅଧିନ ପ୍ରତାପଶାସନ ବାଳକ ଉଚ୍ଚ ବିଦ୍ୟାଳୟରେ କ୍ଲଷ୍ଟରସ୍ତରୀୟ ସୁରଭୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି l ଏଥିରେ ପ୍ରତାପଶାସନ କ୍ଲଷ୍ଟରର ସମସ୍ତ
ସ୍ନିଗ୍ଧା ଏକାଡ଼େମୀର କନ୍ୟାମାନଙ୍କ ଦ୍ୱାରାନବମାତୃକା ପୂଜା
ଭୁବନେଶ୍ୱର, ୧୨.୧୦ : ଆର୍ଯ୍ୟସମାଜ ଓଡ଼ିଶା ପକ୍ଷରୁ ଅନୁଷ୍ଠିତ ରାଜ୍ୟସ୍ତରୀୟ ନବମାତୃକା ପୂଜାରେ ଭୁବନେଶ୍ୱର ସ୍ନିଗ୍ଧା ଏକାଡ଼େମୀର ଅଧ୍ୟକ୍ଷା ଶ୍ରୀମତୀ ବିିଚିତ୍ରା ରଥଙ୍କ ନେତୃତ୍ୱରେ ସର୍ବସୁଶ୍ରୀ ରାଜଶ୍ରୀ
@ ଏକାମ୍ର ମା’ ଦୁର୍ଗା ମହୋତ୍ସବ-୨୦୨୬ସ୍ମରଣିକା “ମହାଦେବୀ” ଉନ୍ମୋଚିତ
@ ବରିଷ୍ଠ ମୂର୍ତି କାରିଗର ଶ୍ରୀଯୁକ୍ତ ବିଦ୍ୟୁତ ପ୍ରଧାନ ଓ ବରିଷ୍ଠ ମେଢ କାରିଗର ଶ୍ରୀଯୁକ୍ତ ନବ କିଶୋର ବଟୁଙ୍କୁ “ମହାଦେବୀ ସମ୍ମାନ-୨୦୨୬” @ ଏକାମ୍ର ଭୁବନେଶ୍ଵର
“ମା”ଙ୍କୁ ପୂଜା ସମାଜ ସଂସ୍କାରର ଏକ ଦୃଢବାର୍ତ୍ତା
ବାଚସ୍ପତି ଶ୍ରୀମତୀ ପାଢୀଭଗବାନ ମୀନ ଅବତାର ଥିଲେ ମହର୍ଷି ଦୟାନନ୍ଦ : ପଦ୍ମଶ୍ରୀ ବାବା ବଳିଆଆର୍ଯ୍ୟସମାଜ ପକ୍ଷରୁ ନବମାତୃକା ପୂଜାମହାସମାରୋହରେ ଅନୁଷ୍ଠିତଭୁବନେଶ୍ୱର, ୧୧.୧୦ : ନବରାତ୍ରର ପ୍ରଥମ
ସୈନିକସ୍କୁଲ ପାଖରୁ ଡମ୍ପିୟାର୍ଡ଼ ହଟାଇବାକୁ ପ୍ରତିରକ୍ଷା ମନ୍ତ୍ରାଳୟ ଆଦେଶର ତୁରନ୍ତ ପାଳନ ପାଇଁ ମୁଖ୍ୟସଚିବଙ୍କୁ ଭେଟିବ ସୈନିକସ୍କୁଲ ବଞ୍ଚାଅ ଓ ଅଳିଆଗଦା ହଟାଅ ଅଭିଯାନ
ପୁଣି ଅଳିଆଗାଡ଼ି ବନ୍ଦ କରିବାପାଇଁ ନିଷ୍ପତି ଭୁବନେଶ୍ୱର ତା 11 ରିଖ l ସୈନିକସ୍କୁଲ ବେଆଇନ ବିଷାକ୍ତ ଅଳିଆ ଗଦା ପାଇଁ ଅଜି ସାରା ଦେଶରେ ଆମକୁ
ମା’ ଭଗବତୀ ଓ ମା’ ବିରଜାଈଙ୍କ ପ୍ରସିଦ୍ଧ ଭେଟଯାତ୍ରା
ଖୋର୍ଦ୍ଧା, ୧୧।୧୦, ବାଣପୁର ମା’ ଭଗବତୀଙ୍କ ଶାରଦୀୟ ପର୍ବର ମୁଖ୍ୟ ଆକର୍ଷଣ ହେଉଛି ପ୍ରସିଦ୍ଧ ଭେଟଯାତ୍ରା। ଆଶ୍ୱିନ ଅମାବାସ୍ୟାକୁ ଭେଟ ଅମାବାସ୍ୟା ବୋଲି କୁହାଯାଏ।ମା’ ଭଗବତୀ ଓ
ଟ୍ରାଫିକ ପୋଷ୍ଟ ଖାଲି! ସାଧାରଣ ଜନତାଙ୍କ ଜୀବନ ବିପଦରେ
ଭୁବନେଶ୍ୱର ତା 10/10/26 ରିଖ ରାଜ୍ୟ ସରକାର ଓ ଆମ କମିସନରେଟ ପୋଲିସ ସର୍ବଦା ସାଧାରଣ ଜନତାଙ୍କ ଜୀବନ ସୁରକ୍ଷା ଓ ଦୁର୍ଘଟଣା ଯେପରି ନ ହେବ
ଆଞ୍ଚଳିକ ଶିକ୍ଷା ପ୍ରତିଷ୍ଠାନ ରେ ଉତ୍କଳ ମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଜନ୍ମ ଜୟନ୍ତୀ ଉତ୍ସବ ପାଳନ
ଭୁବନେଶ୍ୱର ତା ୯।୧୦, ( ଏ ନ . ସି. ଇ.ଆର.ଟି )ପରିଚାଳିତ ଭୁବନେ୍ବରସ୍ଥିତ ଆଞ୍ଚଳିକ ଶିକ୍ଷା ପ୍ରତିଷ୍ଠାନ ସହିତ ଅନୁ ବନ୍ଧିତ୍ ପୂର୍ବାଞ୍ଚଳ ପାଇଁ ସର୍ବ
ଗୋପବନ୍ଧୁ ଉଚ୍ଚ ବିଦ୍ୟାଳୟରେ ଦଶ ମହାପୁରୁଷଙ୍କ ପ୍ରତିମୂର୍ତ୍ତି ଅନାବରଣ ଉତ୍ସବ ଅନୁଷ୍ଠିତ
ବୋଲଗଡ,୯ ।୧୦: ପିଏମ ଶ୍ରୀ ଗୋପବନ୍ଧୁ ସରକାରୀ ଉଚ୍ଚ ବିଦ୍ୟାଳୟ, ବେଗୁନିଆରେ ଶୁକ୍ରବାର ଦିନ ପ୍ରଧାନ ଶିକ୍ଷକ ପ୍ରମୋଦ କୁମାର ସ୍ୱାଇଁଙ୍କ ପ୍ରତ୍ୟକ୍ଷ ତତ୍ଵାବଧାନରେ ଉତ୍କଳ ସ୍ୱାଭିମାନ
ବରିଷ୍ଠ ଅଭିନେତା ନାନା ପାଟେକରଙ୍କ ଦେହାନ୍ତ, ୭୫ ବର୍ଷ ବୟସରେ ଶେଷ ନିଃଶ୍ୱାସ
ଭାରତୀୟ ସିନେମାର ବରିଷ୍ଠ ତଥା ପ୍ରତିଭାବାନ ଅଭିନେତା *ନାନା ପାଟେକର (ବିଶ୍ୱନାଥ ପାଟେକର)*ଙ୍କ ୭୫ ବର୍ଷ ବୟସରେ ଦେହାନ୍ତ ହୋଇଥିବା ଖବର ପ୍ରକାଶ ପାଇଛି। ଉପଲବ୍ଧ ପ୍ରାରମ୍ଭିକ
ସିଲଭର ଗାନ୍ଧୀ ସମ୍ବର୍ଦ୍ଧିତ
ଭୁବନେଶ୍ୱର ତା 08/10/26 ସାରା ଭାରତବର୍ଷରେ ସ୍ୱଚ୍ଛ ଭାରତ ପଦଯାତ୍ରା ପାଇଁ ଓଡ଼ିଶାର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ସିଲଭର ଗାନ୍ଧୀ ଓରଫ ମୋହନ
କଳାଙ୍ଗ ମାସିକ କ୍ଲଷ୍ଟର ସ୍ତରୀୟ ବୈଠକ
ବୋଲଗଡ଼,୩।୧୦: ବୋଲଗଡ ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟ ଅନ୍ତର୍ଗତ କଳାଙ୍ଗ ସାଧନ କେନ୍ଦ୍ରର ସଂଯୋଜକ ବିଭୁ ପ୍ରସାଦ ମହାପାତ୍ରଙ୍କ ତତ୍ତ୍ୱାବଧାନରେ ଫିରିଫିରାସ୍ଥିତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶନିବାର
ଚିଲିକା ନିର୍ବାଚ଼ନ ମଣ୍ଡଳୀରେ କଂଗ୍ରେସ ଦଳ ତରଫରୁ ବନ୍ଦ ପାଳିତ ।
ଚିଲିକା, ୮।୧୦:ଓଡ଼ିଶା ରାଜ୍ୟ କଂଗ୍ରେସ ଦଳର ଆହ୍ବାନ କ୍ରମେ ଖୋର୍ଦ୍ଧା ଜିଲ୍ଲାର ବିଭିନ୍ନ ସ୍ଥାନରେ ବନ୍ଦ ପାଳିତ ହୋଇଯାଇଅଛି । ଚିଲିକା କଂଗ୍ରେସ ପକ୍ଷରୁ ୧୨ ଘଣ୍ଟିଆ
Politics
ନାଚୁଣୀ ମହାବିଦ୍ୟାଳୟରେ ଉଦ୍ୟାନ କୃଷିର ସଫଳ ପ୍ରୟୋଗ ସମ୍ବନ୍ଧୀୟ ଆଲୋଚନା ଚ଼କ୍ର
ବାଲୁଗାଁ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଳିତ ହେଲା ୮୦ତମ ସ୍ୱାଧୀନତା ଦିବସ
Entertainment
ୟୁନିଟ 5 ଜଗନ୍ନାଥ ମନ୍ଦିରରେ ଷୋଡଶ ଦିନାତ୍ମକ ପୂଜା 14 ଦିନରେ
ଶତାୟୁ ପାଲା କଳାକାର ଚକ୍ରଧର ମୁଦୁଲିଙ୍କ ପରଲୋକ ।