।
ବାଲିଅନ୍ତା ୧୦/୦୩: – ଭୁବନେଶ୍ୱର ବ୍ଳକ୍ ଅନ୍ତର୍ଗତ ବାଙ୍କୁଆଳ ଖେଳପଡ଼ିଆ ରେ ୧୫ତମ ଜଗବନ୍ଧୁ ସ୍ୱାଇଁ ଓ ପ୍ରଥମ ଆୟୁଷ ସ୍ୱାଇଁ ମେମୋରିଆଲ୍ ଉଦ୍ଘାଟିତ ହୋଇ ଯାଇଛି। ଏହି ଅବସରରେ ମୁଖ୍ୟଅତିଥି ଭାବେ ବାଙ୍କୁଆଳ ଗ୍ରାମ୍ୟ କମିଟି ମୁଖ୍ୟ ଉପଦେଷ୍ଟା ଖିରୋଦ କୁମାର ସ୍ୱାଇଁ , ପ୍ରଫୁଲ୍ଲ କୁମାର ସ୍ୱାଇଁ ,ଭାଗବତ ମୁଖୀ, ଅନ୍ତର୍ଯ୍ୟାମୀ ହାଇସ୍କୁଲର ପ୍ରଧାନ ଶିକ୍ଷକ ଶ୍ରୀହରୀ ମାଳୀ , ପେଷ୍ଟାଗନ ପ୍ରାଲିଃ ର ନିର୍ଦ୍ଦେଶକ ଶକ୍ତି ମିଶ୍ର, ପ୍ରମୁଖ ଯୋଗଦେଇ ଥିଲେ। ପ୍ରଥମ ମ୍ୟାଚ଼୍ ପଳାଶପୁର ବନାମ ଭଗବାନ ପୁର ମଧ୍ୟରେ ଖେଳାଯାଇଥିଲା।ଭଗବାନ ପୁର ଟଚ୍ ଜିତି ପ୍ରଥମେ ବ୍ୟାଟିଙ୍ଗ୍ ର ନିଷ୍ପତି ନେଇଥିଲା। ସତ୍ୟବତ୍ର ମାଝିଙ୍କ ଦମଦାର ବ୍ୟାଟିଙ୍ଗ୍ କରି ୨୫ଟି ବଲରେ ବ୍ୟାକ୍ତିଗାତ ଭାବେ ୬୧ରନ୍ ଓ ସମ୍ୱିତ ଦାସ ୨୩ବଲରେ ୬୯ ରନ କରିଥିଲେ। ଦଳ ସର୍ବମୋଟ ୨୩୬ ରନରେ ୬ଟି ୱିକେଟ୍ ହରାଇ ଥିଲା। ଜବାବ୍ ରେ ପଳାଶପୁର ୧୮୦ ରନ କରି ନିଦ୍ଧାରିତ ୧୬ ଓଭର୍ ୭ ୱିକେଟ୍ ହରାଇ ପରାଜୟ ସ୍ଵାଦ ଚାଖିଥିଲା। ସତ୍ୟବତ୍ର ମାଝିଙ୍କୁ ଅଲ୍ ରାଉଣ୍ଡର ପ୍ରଦର୍ଶନ ପାଇଁ ମ୍ୟାନ୍ ଅଫ୍ ଦି ମ୍ୟାଚ୍ ବିବେଚିତ ହୋଇଥିଲେ। ସେହି ପରି ଦ୍ୱିତୀୟ ମ୍ୟାଚ୍ ମେଣ୍ଢାଶାଳ ବନାମ କୁରାଙ୍ଗ ମଧ୍ୟରେ ୧୨ ଓଭର ବିଶିଷ୍ଟ ମ୍ୟାଚ୍ ଖେଳା ଯାଇଥିଲା। ଟଚ୍ ଜିତି ପ୍ରଥମେ ମେଣ୍ଢାଶାଳ ବ୍ୟାଟିଙ୍ଗ୍ କରି ୧୦୮ ରନ୍ ସଙ୍ଗ୍ରହ କରି ସମସ୍ତ ହରାଇ ଥିଲା । ବିପକ୍ଷ ଦଳ କୁରାଙ୍ଗ ର ତ୍ରିଲୋଚନ ୩ ଓଭର ବୋଲିଂ କରି ଅତିରକ୍ତ ୧୩ ଦେଇ ୬ଟି ୱିକେଟ୍ ନେଇ ଥିଲେ । ବିଜୟ ଲକ୍ଷ ନେଇ କୁରାଙ୍ଗ ୬ ଓଭର ରେ ୩ ୱିକେଟ ହରାଇ ୧୦୯ କରି ବିଜୟ ହାସଲ କହିଥିଲା। ଏହି ମ୍ୟାଚ୍ ରେ ତ୍ରିଲୋଚନଙ୍କୁ ମ୍ୟାନ୍ ଅଫ୍ ଦି ମ୍ୟାଚ୍ ହୋଇ ଥିଲେ। ମା ଭଗବତୀ କ୍ରିକେଟ୍ କ୍ଳବ୍ ର ସଦସ୍ୟ ଜିତ୍ରେନ୍ଦ୍ର ସ୍ୱାଇଁ, ରାଜେନ୍ଦ୍ର ସ୍ୱାଇଁ, ଗୌତମ ସ୍ୱାଇଁ, ସତ୍ୟବ୍ରତ ନାୟକ ଆଦି ପ୍ରମୁ୍ଖ ସଦସ୍ୟ ଉପସ୍ଥିତ ରହି ସମସ୍ତ ମ୍ୟାଚ୍ କୁ ସଠିକ୍ ଭାବେ ପରିଚାଳନା କରିଥିଲେ। ମ୍ୟାଚ୍ କୁ ଦେଖିବା ପାଇଁ ଆଖ ପାଖ ଅଞ୍ଚଳରୁ ଶତାଧିକ ଲୋକ ଆସିଥିଲେ। ଉକ୍ତ ଆୟୋଜନ ମ୍ୟାଚ୍ ୨୨ପାର୍ଯ୍ୟନ୍ତ ଚାଲିବ।
୧୫ତମ ଜଗବନ୍ଧୁ ସ୍ୱାଇଁ ଓ ପ୍ରଥମ ଆୟୁଷ ସ୍ୱାଇଁ ମେମୋରିଆଲ୍ ଉଦ୍ଘାଟିତ
Social Share On:
Utkal Bulletin Is Now On WhatsApp Join And Get Latest News Updates Delivered To You Via WhatsApp
Social Share On:
Related News
ମହାରାଜ କୃଷ୍ଣଚନ୍ଦ୍ର ଗଜପତି ନାରାୟଣଦେବ ଥିଲେ ଅତୁଳନୀୟ ପ୍ରତିଭାର ଅଧିକାରୀ
ଭୁବନେଶ୍ୱର ତା 26/04/26 ପୁଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନ,ସରକାରଙ୍କ ଭାଷା, ସାହିତ୍ୟ, ସଂସ୍କୃତି ବିଭାଗ ତଥା ବିଭିନ୍ନ ସାଂସ୍କୃତିକ ସଂଗଠନ ମାନଙ୍କ ପକ୍ଷରୁ ପାରଳା ମହାରାଜ କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ 135 ତମ ଜୟନ୍ତୀ ଓ ସ୍ମୃତିଚାରଣ ଦିବସ ଅନୁଷ୍ଠିତ
ଓଡ଼ିଶ ଗ୍ରାମରେ ପ୍ରଭୁ ଶନିଦେବଙ୍କ ପୂଜାର୍ଚ୍ଚନା ଅନୁଷ୍ଠିତ
ଭୁବନ: ଢ଼େଙ୍କାନାଳ ଜିଲ୍ଲା ଭୁବ ବ୍ଲକ୍ ଅନ୍ତର୍ଗତ ଓଡ଼ିଶ ଗ୍ରାମରେ ଖୁବ୍ ଧୁମଧାମ ସହକାରେ ଶନିଓଷା ଓ ପୂଜାର୍ଚ୍ଚନା ଅନୁଷ୍ଠିତ ହୋଇଥିବା ଦେଖିବାକୁ ମିଳିଛି। ଶନିଦେବଙ୍କ ଜନ୍ମ ଦିବସକୁ ଶନିଓଷା ଭାବେ ସାରା ଭାରତ ବର୍ଷରେ ପାଳନ କରାଯାଇଉଥିବାବେଳେ ଏହି ଅବସରରେ
ଓଡ଼ିଶ ଗ୍ରାମରେ ନୂତନ ମହାପାଟ ପୀଠ ପ୍ରତିଷ୍ଠା ଉତ୍ସବ ଅନୁଷ୍ଠିତ
ଭୁବନ: ଭୁବନ ବ୍ଲକ୍ ଅନ୍ତର୍ଗତ ଓଡ଼ିଶ ଗ୍ରାମର ପଶ୍ଚିମ ଦିଗରେ ଅଧିଷ୍ଠିତ ମହାପାଟଙ୍କ ନୂତନ ପୀଠର ପ୍ରତିଷ୍ଠା କରାଯାଇଥିବା ଦେଖିବାକୁ ମିଳିଥିଲା। ଏହି ପୀଠ ପ୍ରତିଷ୍ଠା ଉତ୍ସବରେ ମୁଖ୍ୟ କର୍ତ୍ତା ଭାବେ ସାମ୍ବାଦିକ ତଥା ସମାଜସେବୀ ବିମଳ କୁମାର ରଣା ଯୋଗଦେଇଥିବାବେଳେ
ନାଚୁଣୀ ପୋଷ୍ଟ ମାଷ୍ଟରଙ୍କ ବିରୁଦ୍ଧରେ ଉପରିସ୍ଥ ଅଧିକାରୀଙ୍କୁ ଅଭିଯୋଗ ପତ୍ର ପ୍ରଦାନ ।
ଚିଲିକା- ଖୋର୍ଦ୍ଧା ଜିଲ୍ଲା ବାଣପୁର ବ୍ଲକ ଅନ୍ତର୍ଗତ ନାଚୁଣୀ ପୋଷ୍ଟ ମାଷ୍ଟରଙ୍କ ବିରୁଦ୍ଧରେ ଅଞ୍ଚଳ ବାସୀମାନେ ଡାକ ବିଭାଗର ଉପରିସ୍ଥ ଅଧିକାରୀଙ୍କୁ ଦସ୍ତଖତ ସମ୍ବଳିତ ଏକ ଅଭିଯୋଗ ପତ୍ର ପ୍ରଦାନ କରିଛନ୍ତି । ୪୦ ଜଣରୁ ଉର୍ଦ୍ଧ ନାଗରିକ ଦସ୍ତଖତ ସମ୍ବଳିତ
ନୃତ୍ୟନିପୁଣା ଓଡ଼ିଶୀ ନୃତ୍ୟ ଅନୁଷ୍ଠାନର ବିଦେଶ ଯାତ୍ରା
Hindustan Arts and Music society ତରଫରୁ ଆୟୋଜିତ 579th bharat sanskriti yatra 2026 ରେ ଭୁବନେଶ୍ୱର ର ଅଗ୍ରଣୀ ଓଡ଼ିଶୀ ନୃତ୍ୟ ଅନୁଷ୍ଠାନର ପ୍ରତିଷ୍ଠାତ୍ରୀ ଶ୍ରୀମତୀ ପ୍ରତିମା ମିଶ୍ର , ନିର୍ଦ୍ଦେଶିକା ପ୍ରିୟଙ୍କା ମିଶ୍ର ଏବଂ ତାଙ୍କ ଛାତ୍ରୀ
ହୀରାପୁର ଗଡ଼କଣ୍ଟୁଣିଆରେ ସୁଦର୍ଶନ ଦାରୁସ୍ଥଳୀରେ ଶ୍ରୀ ଜଗନ୍ନାଥଙ୍କ ମନ୍ଦିରର ପ୍ରତିଷ୍ଠା ଉତ୍ସବ ଚାଲିଥିବା ବେଳେ ଆଜି ଅନ୍ତିମ ଦିବସରେ ପୂର୍ଣ୍ଣାହୁତି କାର୍ଯ୍ୟକ୍ରମ ଅନୁଷ୍ଠିତ
ବାଲିଅନ୍ତା,୨୪|୪ (ଗୋବର୍ଦ୍ଧନ ଦାସ):ଭୁବନେଶ୍ୱର ଉପକଣ୍ଠ ହୀରାପୁର ଗଡ଼କଣ୍ଟୁଣିଆରେ ସୁଦର୍ଶନ ଦାରୁସ୍ଥଳୀରେ ଶ୍ରୀ ଜଗନ୍ନାଥଙ୍କ ଭବ୍ୟ ମନ୍ଦିରର ପ୍ରତିଷ୍ଠା ଉତ୍ସବ ଗତ ୧୯ ତାରିଖରୁ ଚାଲିଥିବା ବେଳେ ଆଜି ଅନ୍ତିମ ଦିବସରେ ପୂର୍ଣ୍ଣାହୁତି କାର୍ଯ୍ୟକ୍ରମ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି l ଏଥିସହ ଅନ୍ତିମ
ଆର୍ଯ୍ୟସମାଜ, ଓଡ଼ିଶାର ଟ୍ରଷ୍ଟି ଭୀମସେନଜେନାଙ୍କ ୮୯ ବର୍ଷ ବୟସରେ ମହାପ୍ରୟାଣ
ଭୁବନେଶ୍ୱର, ୨୪.୪ : ଆର୍ଯ୍ୟସମାଜ, ଓଡ଼ିଶାର ଟ୍ରଷ୍ଟି, ନିଖିଳ ଉକ୍ରଳ କ୍ଷତ୍ରୀୟ ଖଣ୍ଡାୟତ ମହାସଂଘର ଉପଦେଷ୍ଟା ତଥା ପଦ୍ମଶ୍ରୀ ଶ୍ରୀମଦ୍ ବାବା ବଳିଆଙ୍କ ପ୍ରତି ସମର୍ପିତ ପ୍ରାଣ, ପୂର୍ବତନ ନାଉଗାଁ ହାଟର ପୋଷ୍ଟ ମାଷ୍ଟର ଭୀମସେନ ଜେନାଙ୍କର ଗତକାଲି ପ୍ରତୁ୍ୟଷରେ ଭୁବନେଶ୍ୱରର
ପିଲାମାନଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଆଗୁଆ ଖରାଛୁଟି ଘୋଷଣା
[1:46 pm, 24/4/2026] Arabinda Sir Bbsr: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ରାଜ୍ୟରେ ଚାଲିଥିବା ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଆଗୁଆ ଖରାଛୁଟି ଘୋଷଣା କରିଛନ୍ତି। ପିଲାମାନଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଏହି ନିଷ୍ପତ୍ତି ନେଇଛନ୍ତି।
ବାଳକାଟି ବଜାର ଉଛେଦ ପ୍ରସଙ୍ଗ: ବିସ୍ଥାପିତ ବ୍ୟବସାୟୀଙ୍କୁ ଥଇଥାନ ଦାବିଥଇଥାନ ନ କଲେ ଅନଶନ ଚେତାବନୀ
ବାଲିଅନ୍ତା,୨୩|୦୪:-ସରଦେଇପୁର-ନିମାପଡା ରାସ୍ତା ପ୍ରଶସ୍ତିକରଣ କାର୍ଯ୍ୟ ତ୍ୱରାନ୍ୱିତ ନିମନ୍ତେ ଗତ ୩ ମାସ ତଳେ ବାଲିଅନ୍ତା ତହସିଲ ପ୍ରଶାସନ ପକ୍ଷରୁ ବାଳକାଟି ବଜାର ସମେତ ବାଳକାଟି କଲେଜ ରାସ୍ତା, ବାଳିକା ଉଚ୍ଚ ବିଦ୍ୟାଳୟ ଏବଂ ସ୍ୱାସ୍ଥ୍ୟକେନ୍ଦ୍ର ନିକଟରେ ଥିବା ଦୋକାନ ଗୁଡିକ ଉଛେଦ
ଗେହ୍ଲାମଣି ପ୍ରହଲ୍ଲାଦ ସ୍ମୃତି ସାରସ୍ଵତ ମଞ୍ଚର ନୂତନ କର୍ମକର୍ତ୍ତା ନିର୍ବାଚନ
ବାଲିଅନ୍ତା/ଭୁବନେଶ୍ୱର : ଗେହ୍ଲାମଣି ପ୍ରହଲ୍ଲାଦ ସ୍ମୃତି ସାରସ୍ଵତ ମଞ୍ଚର ନୂତନ କର୍ମକର୍ତ୍ତା ନିର୍ବାଚନ ଓ ମଞ୍ଚର ୧୦ତମ ବାର୍ଷିକୋତ୍ସବ ପ୍ରସ୍ତୁତ ସଭା ବରିଷ୍ଠ ସୁନାମଧନ୍ୟ ଶିଶୁ ସାହିତ୍ୟିକ ଶ୍ରୀଯୁକ୍ତ ରଘୁନନ୍ଦନ ମହାପାତ୍ର ଙ୍କ ଆହ୍ବାନ କ୍ରମେ ରବୀନ୍ଦ୍ର କୁମାର ମହାପାତ୍ରଙ୍କ ସଭାପତିତ୍ବରେ
ସ୍ବେଚ୍ଛାସେବୀ ଅନୁଷ୍ଠାନ ଦ୍ଵାରା ୨୦ଟି ପାଣିକୁଣ୍ଡ ସ୍ଥାପନ । ଉପକୃତ ହେବେ ବୁଲା ପଶୁ, ପକ୍ଷୀ ।
ବାଲିଅନ୍ତା ୨୩/୦୪ (ଗୋବର୍ଦ୍ଧନ ଦାସ ):- ପ୍ରଚଣ୍ଡ ରୌଦ୍ରତାପରେ ବୁଲା ପଶୁ ଓ ପକ୍ଷୀମାନେ ମଧ୍ୟ ପାଣି ପିଇବା ପାଇଁ ଡହଳ ବିକଳ ହେଉଛନ୍ତି। ଏହି ପରିପ୍ରେକ୍ଷୀରେ ଅସହାୟ ବୁଲା ଗୋରୁ ଓ ପଶୁପକ୍ଷୀଙ୍କ ଶୋଷ ମେଣ୍ଟାଇବା ପାଇଁ ସ୍ବେଚ୍ଛାସେବୀ ଅନୁଷ୍ଠାନ
ସକଳେସ୍ୱର ମହାଦେବ ଓ ହନୁମାନଙ୍କ ବିଶ୍ୱଶାନ୍ତି ମହାଯଜ୍ଞ ଅନୁଷ୍ଠିତ
[] Arabinda Sir Bbsr6:06 pm, 23/4/2026: ବିଶ୍ୱକଲ୍ୟାଣ ନିମିତ୍ତ ଭୁବନେଶ୍ୱର ସ୍ଥିତ ବମିଖାଲ ଠାରେ ଶ୍ରୀ ଶ୍ରୀ ସକଳେସ୍ୱର ମହାଦେବ ଓ ହନୁମାନଙ୍କ ବାର୍ଷିକ ବିଶ୍ୱଶାନ୍ତି ମହାଯଜ୍ଞ 20 ତାରିଖ ରୁ ଆରମ୍ଭ ହୋଇ 23 ତାରିଖରେ ସମାପନ ହୋଇଛି
ବର୍ଷ ବର୍ଷ ଧରି ଲୁହା ପାଇପ୍ ଘେରରେ ଅନନ୍ତ ବାସୁଦେବ ମନ୍ଦିର।
ବାଲିଅନ୍ତା / ଭୁବନେଶ୍ୱର ୨୩/୦୪:- ରାଜଧାନୀ ଭୁବନେଶ୍ଵର ବିନ୍ଦୁସାଗର ନିକଟରେ ଅନନ୍ତ ବାସୁଦେବ ମନ୍ଦିର। ଉକ୍ତ ମନ୍ଦିର ବର୍ଷ ବର୍ଷ ଧରି ଲୁହା ପାଇପ୍ ଘେରରେ ଥିବା ଦେଖିବାକୁ ମିଳିଛି । ଭୁବନେଶ୍ୱର ମନ୍ଦିର ମାଳିନୀ ସହର କୁହଜୁଥିବ ବେଳେ ମନ୍ଦିରର
ରାଜ୍ୟସ୍ତରୀୟ କରାଟେରେ ଅସୀମ କରାଟେ ଏକାଡେମିର 4 ଜଣ
ଭୁବନେଶ୍ବର: ଆସନ୍ତା 24 ଋ 26 ତାରିଖ ପର୍ଯ୍ୟନ୍ତ ଭୁବନେଶ୍ବର ର ଉତ୍କଳ କରାଟେ ସ୍କୂଲ ରେ ରାଜ୍ୟ ସ୍ତରୀୟ କାଡେଟ ଓ ଜୁନିୟର କରାଟେ ପ୍ରତିଯୋଗିତା ଅନୁଷ୍ଠିତ ହେବାକୁ ଯାଉଛି l ଏଥିରେ ବଲାଙ୍ଗିର ରେଲ୍ଵେ ଷ୍ଟେସନ ଛକ ସ୍ଥିତ
ବାଲୁଗାଁ ଠାରେ ଚିଲିକା ପୁସ୍ତକ ମେଳା ପ୍ରସ୍ତୁତି ବୈଠକ ।
ଚିଲିକା,୨୨।୪:ଚଳିତ ଅପ୍ରେଲ ୨୪ ତାରିଖରୁ ୨୮ ତାରିଖ ପର୍ଯ୍ୟନ୍ତ ବାଲୁଗାଁ ମହାବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହେବାକୁ ଥିବା ପ୍ରଥମ ଚିଲିକା ପୁସ୍ତକ ମେଳା ଆୟୋଜନ ର ପ୍ରସ୍ତୁତି ବୈଠକ ସହ ସାମ୍ବାଦିକ ସମ୍ମିଳନୀ ବରିଷ୍ଠ ସାମ୍ବାଦିକ ଶରତ ପାଇକରାୟଙ୍କ ସଭାପତିତ୍ୱରେ ଅନୁଷ୍ଠିତ
ଗଣନାକାରୀଙ୍କ ସୁରକ୍ଷା ପାଇଁ ଆବଶ୍ୟକୀୟ ବ୍ୟବସ୍ଥା କରିବା ପାଇଁ ଜିଲ୍ଲାପାଳ ଏବଂ ମ୍ୟୁନିସିପାଲ୍ କମିଶନରଙ୍କୁ ଜରୁରୀ ନିର୍ଦ୍ଦେଶନାମା ଜାରି
- ଜନଗଣନାକାରୀ ଏବଂ ସାଧାରଣଲୋକଙ୍କ ସୁରକ୍ଷା ଆମର ପ୍ରାଥମିକତା - ରାଜସ୍ୱ ମନ୍ତ୍ରୀ - ଜନଗଣନାରେ ନିୟୋଜିତ ଅଧିକାରୀ ଏବଂ କର୍ମଚାରୀମାନଙ୍କ ସୁରକ୍ଷା ପାଇଁ ପୋଲିସ୍ ପ୍ରଶାସନକୁ ଦାୟିତ୍ଵ - ଜନଗଣନାରେ କାର୍ଯ୍ୟରେ ସହାୟତା କରି ସଠିକ ତଥ୍ୟ ପ୍ରଦାନ କରିବାକୁ
ସ୍ୱର୍ଗତ ପଣ୍ଡିତ ନୃସିଂହ ପ୍ରସାଦ ମିଶ୍ରଙ୍କ ଦ୍ଵାଦଶାହ ସ୍ମୃତିସଭା।
ଚିଲିକା,୨୨।୪:ବରିଷ୍ଠ ପତ୍ରକାର, ଚ଼ିଲିକା ସାମ୍ବାଦିକ ସଂଘର ଉପଦେଷ୍ଟା,ସମାଜସେବୀ ସ୍ୱର୍ଗତ ନୃସିଂହ ପ୍ରସାଦ ମିଶ୍ରଙ୍କ ଦ୍ଵାଦଶାହ ସ୍ମୃତି ସଭା ଜନ୍ମମାଟି ଅଚ୍ୟୁତ ରାଜପୁର ଶାସନର କଲ୍ୟାଣ ମଣ୍ଡପଠାରେ ଅନୁଷ୍ଠିତ ହୋଇଯାଇଛି। ଚିଲିକା ସାହିତ୍ୟ ସମାଜର ସଭାପତି ଶିକ୍ଷାବିତ୍ ବାଳମୁକୁନ୍ଦ ଦାସଙ୍କ ପରିଚାଳନାରେ ଆୟୋଜିତ
ଜାନକୀ ବଲ୍ଲଭ ପଟ୍ଟନାୟକଙ୍କ ଏକାଦଶ ଶ୍ରାଦ୍ଧବାର୍ଷିକ ପାଳିତ
ଭୁବନେଶ୍ୱର, ୨୧.୪: ରାଜ୍ୟସ୍ତରୀୟ ଜାନକୀ ବଲ୍ଲଭ ପଟ୍ଟନାୟକ ସ୍ମୃତି କମିଟି ପକ୍ଷରୁ ମଙ୍ଗଳବାର ଗୀତଗୋବିନ୍ଦ ସଦନଠାରେ ଜାନକୀ ବାବୁଙ୍କ ଏକାଦଶ ଶ୍ରାଦ୍ଧବର୍ଷିକରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ରାଜ୍ୟ ସରକାରଙ୍କ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ କହିଲେ ଯେ, ଜାନକୀ ବାବୁ
ଲୁମିନସ୍ ଇନ୍ଫୋୱେଜ୍ର ୨୬ତମ ପ୍ରତିଷ୍ଠା ଦିବସ ପାଳିତ
ବାଲିଅନ୍ତା: ଏପ୍ରିଲ ୧୮: ଲୁମିନସ୍ ଇନ୍ଫୋୱେଜ୍ ପକ୍ଷରୁ ଶନିବାର ଭୁବନେଶ୍ୱର କ୍ଲବ୍ରେ ଏହାର ୨୬ତମ ପ୍ରତିଷ୍ଠା ଦିବସ ଉଦ୍ୟାପିତ ହୋଇଥିଲା। ସଂସ୍ଥାର ବିକାଶ ଓ ନବୀନତାର ଯାତ୍ରାରେ ଏହା ଏକ ଗୁରୁତ୍ୱପୂର୍ଣ୍ଣ ମାଇଲସ୍ଟୋନ୍ ଭାବେ ଚିହ୍ନିତ ହୋଇଛି। ଅବସରରେ ସଂସ୍ଥାପକ ଓ
ଟଙ୍କପାଣିଙ୍କ ପୀଠରେ ଶ୍ରୀରାମ ମନ୍ଦିରର ୧୪ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ
ବାଲିଅନ୍ତା, ୨୧/୪/୨୬ (ଗୋବର୍ଦ୍ଧନ ଦାସ): ବାଲିଅନ୍ତା ବ୍ଲକ ଉମାଦେଇବ୍ରହ୍ମପୁର ଗ୍ରାମସ୍ଥିତ ମା’ ଟଙ୍କପାଣିଙ୍କ ପୀଠ ପରିସରରେ ଶ୍ରୀରାମ ମନ୍ଦିରର ୧୪ତମ ଜନ୍ମବାର୍ଷିକ ଉତ୍ସବ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି। ଗତ ୧୯ ତାରିଖରୁ ଆରମ୍ଭ ହୋଇଥିବା ଏହି ଚାରିଦିନିଆ ଧାର୍ମିକ କାର୍ଯ୍ୟକ୍ରମରେ ଅଙ୍କୁରାରୋପଣ,
Politics
ଜନଗଣନା କାର୍ଯ୍ୟକ୍ରମ ପାଇଁ ନିଯୁକ୍ତି ପତ୍ର ପ୍ରଦାନ
ବିଏମସିର ବେଆଇନ ୟୁଜରଫି ବିରୁଦ୍ଧରେ ବିଚାର ବିମର୍ଶ ସଭା
Entertainment
ଓଡ଼ିଶ ଗ୍ରାମରେ ପ୍ରଭୁ ଶନିଦେବଙ୍କ ପୂଜାର୍ଚ୍ଚନା ଅନୁଷ୍ଠିତ