‘ଉତ୍କଳ ବୁଲେଟିନ୍ ଚାରିଟେବଲ ଟ୍ରଷ୍ଟ୍’ ପକ୍ଷରୁ ବିଶ୍ୱ ମାତୃଭାଷା ଦିବସ ୨୦୨୪ ଅନୁଷ୍ଠିତ

ଭୁବନେଶ୍ୱର, ୨୨.୨.୨୦୨୪: ସାମାଜିକ ଅନୁଷ୍ଠାନ ‘ଉତ୍କଳ ବୁଲେଟିନ୍ ଚାରିଟେବଲ ଟ୍ରଷ୍ଟ୍’ ପକ୍ଷରୁ ଆୟୋଜିତ ଓ ମହିମା ସେବା ପାଉଣ୍ଡେସନ, ଅରଭାନୀ ସମୟର ମିଳିତ ସହଯୋଗରେ ବିଶ୍ୱ ମାତୃଭାଷା ଦିବସ ୨୦୨୪ ସ୍ଥାନୀୟ ଗୋଦାବରୀଶ ସାହିତ୍ୟ ସଂସଦଠାରେ ଅନୁଷ୍ଠିତ ହୋଇଯାଇଛି । ଉଦ୍ଘାଟକ ଭାବେ ସଂସ୍କୃତି ପୁରୁଷ ଡ. ଆର୍ଯ୍ୟ କୁମାର ଜ୍ଞାନେନ୍ଦ୍ରଙ୍କ ସଭାପତିତ୍ୱ, ରୀନା ମହାନ୍ତିଙ୍କ ସଂଯୋଜନାରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ବାଗ୍ମୀ, ବରିଷ୍ଠ ସାମ୍ବାଦିକ, ଅଧ୍ୟକ୍ଷ ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ପ୍ରଦୁ୍ୟମ୍ନ… Continue reading ‘ଉତ୍କଳ ବୁଲେଟିନ୍ ଚାରିଟେବଲ ଟ୍ରଷ୍ଟ୍’ ପକ୍ଷରୁ ବିଶ୍ୱ ମାତୃଭାଷା ଦିବସ ୨୦୨୪ ଅନୁଷ୍ଠିତ

ରାଜ୍ୟର ସବୁ ଜିଲ୍ଲାରେ ପହଞ୍ଚିଲା ଲକ୍ଷ୍ମୀ ବସ୍

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍ଫରେନ୍ସିଂ ଜରିଆରେ ବାଲେଶ୍ୱର, ଜଗତସିଂହପୁର, ଗଞ୍ଜାମ, ନୂଆପଡା ଓ ବୌଦ୍ଧ ଜିଲ୍ଲାରେ ଲକ୍ଷ୍ମୀ ବସ୍ ଯୋଜନାର ଶୁଭାରମ୍ଭ କରିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଲକ୍ଷ୍ମୀ ବସ୍ରା ଜ୍ୟର ସବୁ ଗାଁରେ ସାମାଜିକ ଓ ସାଂସ୍କୃତିକ କାର୍ଯ୍ୟକ୍ରମକୁ ଅଧିକ କ୍ରିୟାଶୀଳ କରିବା ସହିତ ବ୍ୟାପକ ଅର୍ଥନୈତିକ ଅଭିବୃଦ୍ଧି ଆଣିବ । ଗାଁ ଲୋକମାନେ ଲକ୍ଷ୍ମୀ ବସ୍ ଜରିଆରେ ସୁବିଧାରେ ଏବଂ କମ୍ ଖର୍ଚ୍ଚରେ ସେମାନଙ୍କର ଦୈନନ୍ଦିନ କାର୍ଯ୍ୟ… Continue reading ରାଜ୍ୟର ସବୁ ଜିଲ୍ଲାରେ ପହଞ୍ଚିଲା ଲକ୍ଷ୍ମୀ ବସ୍

ବିଜେପିରେ ଯୋଗ ଦେଲେ ପୂର୍ବତନ ବିଧାୟକ ପ୍ରଦୀପ ପାଣିଗ୍ରାହୀ

ଭୁବନେଶ୍ୱର: ଗୋପାଳପୁର ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ଡକ୍ଟର ପ୍ରଦୀପ ପାଣିଗ୍ରାହୀ ବିଜେପିରେ ଯୋଗ ଦେଇଛନ୍ତି । ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତରେ ସେ ପଦ୍ମ ଧରିଛନ୍ତି । ରାଜ୍ୟ କାର୍ଯ୍ୟାଳୟରେ ଆୟୋଜିତ ମିଶ୍ରଣ ପର୍ବରେ ଡକ୍ଟର ପ୍ରଦୀପ ପାଣିଗ୍ରାହୀ କହିଛନ୍ତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦେଶକୁ ସାରା ବିଶ୍ୱରେ ସମ୍ମାନିତ କରିଛନ୍ତି । ତାଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇ ମୁଁ ବିଜେପିରେ ମିଶିଛି ।ସେ ଆହୁରି କହିଛନ୍ତି, ଓଡ଼ିଶାରେ ଅନ୍ଧ, ମୂକ ବଧିର ସରକାରକୁ… Continue reading ବିଜେପିରେ ଯୋଗ ଦେଲେ ପୂର୍ବତନ ବିଧାୟକ ପ୍ରଦୀପ ପାଣିଗ୍ରାହୀ

ଭାଷା ଆଇନ ସଂପର୍କିତ ସାମ୍ବାଦିକ ସମ୍ମିଳନୀ

ଭୁବନେଶ୍ୱର,୨୨.୨.୨୦୨୪: ଭାଷା ଆନେ୍ଦାଳନ, ଓଡ଼ିଶା ଓ ଉକôଳ ସାମ୍ବାଦିକ ସଂଘ ଆନୁକୂଲ୍ୟରେ ଭାଷା ଆଇନ ସଂପର୍କିତ ଏକ ଆଲୋଚନାଚକ୍ର ସ୍ଥାନୀୟ ଉକôଳ ସାମ୍ବାଦିକ ସଂଘଠାରେ ଅନୁଷ୍ଠିତ ହୋଇଯାଇଛି । ସରକାରଙ୍କୁ ପ୍ରଥମ ବିଶ୍ୱ ଓଡ଼ିଆ ସମ୍ମିଳନୀ ପାଇଁ ଓ ପଦ୍ମଶ୍ରୀ ଡ. ଦେବୀ ପ୍ରସନ୍ନ ପଟ୍ଟନାୟକଙ୍କୁ ସମ୍ବର୍ଦ୍ଧିତ ପାଇଁ ସାଧୁବାଦ ପ୍ରଦାନ କରାଯାଇଥିଲା । ପ୍ରକାଶନି ସଂସ୍ଥା ‘ଶବ୍ଦସ୍ପର୍ଶୀ’ ଆନୁକୂଲ୍ୟରେ ୧୯୪୮ ମସିହା ଠାରୁ ୨୦୧୮ ମସିହା ପର୍ଯ୍ୟନ୍ତ ସମସ୍ତ ସରକାରୀ ଘୋଷଣା, ରାଜପତ୍ର ଓ ନିୟମାବଳୀ… Continue reading ଭାଷା ଆଇନ ସଂପର୍କିତ ସାମ୍ବାଦିକ ସମ୍ମିଳନୀ

You cannot copy content of this page