ଭୁବନେଶ୍ୱର: ସୋମବାର ଭୁବନେଶ୍ୱରରେ କାର୍ରେ ଖାଦ୍ୟ ବିକି ଚର୍ଚ୍ଚାକୁ ଆସିଥିବା ଦୁଇ ଯା’ ନେହା ଏବଂ ରଶ୍ମିତା ପାଣିଗ୍ରାହୀ ଭାଜପାରେ ଯୋଗ ଦେଇଛନ୍ତି। ଭାଜପାର ମିଶ୍ରଣ ପର୍ବରେ ଏହି ଦୁଇ ଯା’ ଭାଜପାର ସଦସ୍ୟତା ଭାଜପାରେ ଯୋଗ ଦେଇଛନ୍ତି। ମିଶ୍ରଣ ପର୍ବରେ ଭାଜପା ଏମ୍ପି ବସନ୍ତ ପଣ୍ଡା, ବରିଷ୍ଠ ନେତା ସମୀର ଦାସ, ପୁରୀ ଲୋକ ସଭା ପ୍ରାର୍ଥୀ ସମ୍ବିତ ପାତ୍ର ପ୍ରମୁଖ ଉପସ୍ଥିତ ଥିଲେ।ଏହି ଦୁଇ ଯା’ କାର୍ ଖାନା ନାମରେ ଏକ କାର ରେ… Continue reading ଭାଜପାରେ କାରଖାନା ଭାଉଜ
ଭାଜପାରେ କାରଖାନା ଭାଉଜ
