ଆଜି ତା’ର ଷ୍ଟାର ପ୍ରଚାରକ ତାଲିକା ଘୋଷଣା କରିଛି ବିଜେଡି। ଏଥିରେ ଦଳର ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସେମତ ୪୦ ଜଣଙ୍କ ନାଁ ରହିଛି। ସେମାନଙ୍କ ମଧ୍ୟରେ ଏଥର ଟିକେଟ ନ ପାଇ ଅସନ୍ତୁଷ୍ଟ ଥିବା କେତେ ଜଣ ନେତାଙ୍କ ନାଁ ମଧ୍ୟ ରହିଛି। ଚଳିତ ସାଧାରଣ ନିର୍ବାଚନ ପାଇଁ ଦଳର ଅନ୍ୟ ଷ୍ଟାର ପ୍ରଚାରକମାନେ ହେଉଛନ୍ତି- ଭିକେ ପାଣ୍ଡିଆନ, ପ୍ରଣବ ପ୍ରକାଶ ଦାସ, ଦେବୀ ପ୍ରସାଦ ମିଶ୍ର, ରଣେନ୍ଦ୍ର ପ୍ରତାପ ସ୍ୱାଇଁ, ଚନ୍ଦ୍ର… Continue reading ବିଜେଡିର ଷ୍ଟାର ପ୍ରଚାରକ ତାଲିକା ପ୍ରକାଶ; ୪୦ ଜଣଙ୍କ ମଧ୍ୟରେ ଅଛନ୍ତି ଶ୍ରୀମୟୀ, ଚିରଞ୍ଜୀବ ଓ ଅମରେଶ
ବିଜେଡିର ଷ୍ଟାର ପ୍ରଚାରକ ତାଲିକା ପ୍ରକାଶ; ୪୦ ଜଣଙ୍କ ମଧ୍ୟରେ ଅଛନ୍ତି ଶ୍ରୀମୟୀ, ଚିରଞ୍ଜୀବ ଓ ଅମରେଶ
