ବଲାଙ୍ଗିର: ଆଜି ସ୍ଥାନୀୟ ପି.ପି. ଏକାଡେମୀ ହାଇସ୍କୁଲ ପରିସରରେ ଅସିମ କରାଟେ ଏକାଡେମୀ ଓ ବଲାଙ୍ଗିର ଜିଲ୍ଲା ଟାଇକଣ୍ଡୋ ର ମିଳିତ ଉଦ୍ୟମରେ ଆତ୍ମରକ୍ଷା ତାଲିମ ଶିବିର ଉଦ୍ଯାପିତ ହୋଇଯାଇଛି । ରାଜ୍ୟ ସରକାର ପ୍ରକୃତିମିତ୍ର ପୁରସ୍କାରପ୍ରାପ୍ତ ତଥା କରାଟେ ଓ ଟାଇକଣ୍ଡୋ କୋଚ ଅସୀମ କୁମାର ଭୋଇଙ୍କ ନେତୃତ୍ୱରେ ଅନୁଷ୍ଠିତ ଏହି ଶିବିର ଆସନ୍ତା ଜୁନ ୧୦ ତାରିଖ ପର୍ଯ୍ୟନ୍ତ ଚାଲିବ ବୋଲି ସୂଚନା ଦିଆଯାଇଛି । ଏହି ସମର କ୍ୟାମ୍ପରେ କରାଟେ, ଟାଇକଣ୍ଡୋ, ଝିଅମାନଙ୍କ… Continue reading ଗ୍ରୀଷ୍ମକାଳିନ କରାଟେ ଟାଇକଣ୍ଡୋ ପ୍ରଶିକ୍ଷଣ ଶିବିର ଉଦ୍ଘାଟିତ
ଗ୍ରୀଷ୍ମକାଳିନ କରାଟେ ଟାଇକଣ୍ଡୋ ପ୍ରଶିକ୍ଷଣ ଶିବିର ଉଦ୍ଘାଟିତ
