୧୯ରେ ଆଣ୍ଡାମାନ ଛୁଇଁବ ମୌସୁମୀ….

ଭୁବନେଶ୍ୱର: ଆସନ୍ତା ୧୯ ତାରିଖ ସୁଦ୍ଧା ଦକ୍ଷିଣ ଆଣ୍ଡାମାନ ସାଗର , ନିକୋବର ଦ୍ୱୀପ ଏବଂ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଛୁଇଁବ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ । ଗତବର୍ଷ ମଧ୍ୟ ଏହି ସମୟରେ ଏସବୁ ଅଞ୍ଚଳକୁ ଦକ୍ଷିଣ-ପଶ୍ଚିମ ମୌସୁମୀ ସ୍ବାଭାବିକ ତାରିଖ ଅନୁସାରେ ଅଗ୍ରସର ହୋଇଥିଲା ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି। ସୂଚନାନୁସାରେ, ଗତବର୍ଷ ଜୁନ୍‌ ୮ରେ ଭାରତର ମୁଖ୍ୟ ଭୂଖଣ୍ଡ କେରଳ ଉପକୂଳକୁ ୭ଦିନ ବିଳମ୍ବରେ ଦକ୍ଷିଣ-ପଶ୍ଚିମ ମୌସୁମୀ ପ୍ରବେଶ କରିଥିଲା। ସେହିପରି ଓଡ଼ିଶାକୁ ସ୍ବାଭାବିକ… Continue reading ୧୯ରେ ଆଣ୍ଡାମାନ ଛୁଇଁବ ମୌସୁମୀ….

You cannot copy content of this page