କାଞ୍ଚନଜଙ୍ଗା ଏକ୍ସପ୍ରେସ୍‌କୁ ପିଟିଲା ମାଲବାହୀ ଟ୍ରେନ୍

ପଶ୍ଚିମବଙ୍ଗରେ ଏକ ବଡ଼ ଟ୍ରେନ୍‌ ଦୁର୍ଘଟଣା ହୋଇଛି। ଏଠାରେ ଟ୍ରାକ୍ ଉପରେ ଠିଆ ହୋଇଥିବା କାଞ୍ଚନଜଙ୍ଗା ଏକ୍ସପ୍ରେସ୍‌କୁ ଧକ୍କା ଦେଇଛି ମାଲବାହୀ ଟ୍ରେନ୍‌। ଏହି ଦୁର୍ଘଟଣାରେ ବର୍ତ୍ତମାନ ସୁଦ୍ଧା ୪ ଜଣଙ୍କ ମୃତ୍ୟୁ ହୋଇଛି। ସେହିପରି ଅନେକ ଆହତ ହୋଇଥିବା କୁହାଯାଉଛି।ଜଳପାଇଗୁଡି ନିକଟରେ ଏହି ଦୁର୍ଘଟଣା ହୋଇଛି। କାଞ୍ଚନଜଙ୍ଗା ଏକ୍ସପ୍ରେସ କୋଲକାତାରୁ ସିଆଲଦାହ ଯାଉଥିଲା। ଏତିକି ବେଳେ ଦ୍ରୁତ ଗତିରେ ଆସି ମାଲବାହୀ ଗାଡି ଏକ୍ସପ୍ରେସ୍ ଟ୍ରେନ୍‌କୁ ଧକ୍କା ଦେଇଛି। ଏଥିରେ ଦୁଇଟି ପାସେଞ୍ଜର ଓ ଗୋଟିଏ… Continue reading କାଞ୍ଚନଜଙ୍ଗା ଏକ୍ସପ୍ରେସ୍‌କୁ ପିଟିଲା ମାଲବାହୀ ଟ୍ରେନ୍

You cannot copy content of this page