ଭିନ୍ନକ୍ଷମ ଭତ୍ତା ବୃଦ୍ଧି ଓ ସାମାଜିକ ସୁରକ୍ଷା ଦାବି ନେଇ ମୁଇଁ “କଳାହାଣ୍ଡିଆ ଫର କଳାହାଣ୍ଡି “ର ବୈଠକ ଅନୁଷ୍ଠିତ

କଳାହାଣ୍ଡି, ୨0|୧୨(ପ୍ୟାରିଲାଲ ଦୁର୍ଗାଙ୍କ ରିପୋର୍ଟ): ବିଜେପି ସରକାର ନିର୍ବାଚନ ସମୟରେ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ଭତ୍ତା ୩୦୦୦ ଟଙ୍କାକୁ ବ୍ରୁଦ୍ଧି କରିବା ପ୍ରତିଶୃତି ଦେଇଥିଲେ। ତାପରେ ସରକାର ଗଠନର ପ୍ରଥମ ବଜେଟ୍ ରେ ୮୦ବର୍ଷରୁ ଉର୍ଦ୍ଧ୍ୱ ବାର୍ଦ୍ଧକ୍ଯ ଏବଂ ୮୦% ଉର୍ଦ୍ଧ୍ବ ଭିନ୍ନକ୍ଷମମାନଙ୍କୁ ଭତ୍ତା ୩୫୦୦ଟଙ୍କା ପ୍ରଦାନ କରିବା ପାଇଁ ଘୋଷଣା କରିଥିଲେ କିନ୍ତୁ ଆଜିକୁ ୬ମାସ ପରେ ବି ହିତାଧିକାରୀ ହତାଶ ହେଇଛନ୍ତି। ତେଣୁ ଗତ କାଲି ଭବାନୀପାଟଣା ମୁନିସିପାଲିଟିର ୱାର୍ଡ ନଂ-୨୦ ର… Continue reading ଭିନ୍ନକ୍ଷମ ଭତ୍ତା ବୃଦ୍ଧି ଓ ସାମାଜିକ ସୁରକ୍ଷା ଦାବି ନେଇ ମୁଇଁ “କଳାହାଣ୍ଡିଆ ଫର କଳାହାଣ୍ଡି “ର ବୈଠକ ଅନୁଷ୍ଠିତ

ଭୀମ ଭୋଇ ଭିନ୍ନ କ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ

Bhim Bhoi differently-abled empowerment camp held

କଳାହାଣ୍ଡି, 20|12 (utkalbulletin): କଳାହାଣ୍ଡି ଜିଲ୍ଲା ମ.ରାମପୁର ବ୍ଲକ ପରିସରରେ ଭାରପ୍ରାପ୍ତ ସାମାଜିକ ସମ୍ପ୍ରସାରଣ ଅଧିକାରୀ ଶ୍ୟାମସୁନ୍ଦର ନାଏକଙ୍କ ନେତୃତ୍ବରେ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ ମୁଖ୍ୟ ଅତିଥି ଭାବେ ମ, ରାମପୁର ଗୋଷ୍ଠୀ ଉନ୍ନୟନ ଅଧିକାରୀ ସବ୍ୟସାଚୀ ବେହେରା, ଜିଲ୍ଲା ସାମାଜିକ ସମ୍ପ୍ରସାରଣ ଅଧିକାରୀ ବିରେନ୍ଦ୍ର କୁମାର କହଁର, ବ୍ଲକ ଭାରପ୍ରାପ୍ତ ସାମାଜିକ ସମ୍ପ୍ରସାରଣ ଅଧିକାରୀ ଶ୍ୟାମସୁନ୍ଦର ନାଏକ,କଳାହାଣ୍ଡି ଜିଲ୍ଲା ଭିନ୍ନ କ୍ଷମ ସମିତି ସମ୍ପାଦକ ହରିଶ୍ଚନ୍ଦ୍ର ନାଏକ, ଉପଦେଷ୍ଟା ଜିଲ୍ଲା… Continue reading ଭୀମ ଭୋଇ ଭିନ୍ନ କ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ