କଳାହାଣ୍ଡି,୩୦/୧୨(ପ୍ୟାରିଲାଲ ଦୁର୍ଗା ଙ୍କ ରିପୋର୍ଟ) କଳାହାଣ୍ଡି ଜିଲ୍ଲା କଲମପୁର ଗୋଷ୍ଠୀ ସ୍ଵାସ୍ଥ୍ୟକେନ୍ଦ୍ର ଠାରେ ବୁଧବାର ଦିନ ବ୍ଲକ ସ୍ତରୀୟ ଆୟୁଷ୍ମାନ ସ୍ଵାସ୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବ୍ଲକ ସ୍ତରୀୟ ଆୟୁଷ୍ମାନ ସ୍ଵାସ୍ଥ୍ୟ ଶିବିରରେ କଲମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ର ଜନସ୍ବାସ୍ଥ୍ୟ ଅଧିକାରୀ ଡ଼ା ଶିବାଶିଶ ସ୍ୱାଇଁ ଙ୍କ ତତତ୍ଵାବଧାନରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଭବାନୀପାଟଣା ଠାରୁ ଶିଶୁ ରୋଗ ବିଶେଷଜ୍ଞ ଡାକ୍ତର ଶିବା ନାଏକ ଯୋଗଦେଇ ଶିଶୁ ମାନଙ୍କୁ ଚିକିତ୍ସା କରିବା ସହ ପରାମର୍ଶ ଦେଇଥିଲେ।… Continue reading କଲମପୁର ଗୋଷ୍ଠୀ ସ୍ଵାସ୍ଥ୍ୟକେନ୍ଦ୍ର ଠାରେ ବ୍ଲକ ସ୍ତରୀୟ ଆୟୁଷ୍ମାନ ସ୍ଵାସ୍ଥ୍ୟ ଶିବିର ଅନୁଷ୍ଠିତ
କଲମପୁର ଗୋଷ୍ଠୀ ସ୍ଵାସ୍ଥ୍ୟକେନ୍ଦ୍ର ଠାରେ ବ୍ଲକ ସ୍ତରୀୟ ଆୟୁଷ୍ମାନ ସ୍ଵାସ୍ଥ୍ୟ ଶିବିର ଅନୁଷ୍ଠିତ