ଜନ୍ମ ମୃତ୍ୟୁ ପ୍ରମାଣପତ୍ର ପାଇଁ ନେଉଥିଲେ ୪ ହଜାର ଟଙ୍କା କଳାହାଣ୍ଡି, ୨|୧(ପ୍ୟାରିଲାଲ ଦୁର୍ଗା ଙ୍କ ରିପୋର୍ଟ):-୪ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ମାଡିବସିଲେ ଭିଜିଲାନ୍ସ ଟିମ |ଏଭଳି ଘଟଣା ସାମ୍ନାକୁ ଆସିଛି କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ଡାକ୍ତରଖାନାରେ |ଏହି ଡାକ୍ତର ଖାନାର କାର୍ଯ୍ୟରତ ସୁପରଭାଇଜର ଲକ୍ଷ୍ମୀ ମହାରଣା ଜନ୍ମ ମୃତ୍ୟୁ ପ୍ରମାଣ ପତ୍ର ନିମନ୍ତେ ୪ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଜାଲରେ ପଡିଲେ ।ତଲଝାପି ପଞ୍ଚାୟତ ର ନିକେସଜୋର ଗ୍ରାମର… Continue reading ଭିଜିଲାନ୍ସ ଜାଲରେ ଥୁଆମୂଳ ରାମପୁର ଡାକ୍ତରଖାନାର ସୁପରଭାଇଜର
ଭିଜିଲାନ୍ସ ଜାଲରେ ଥୁଆମୂଳ ରାମପୁର ଡାକ୍ତରଖାନାର ସୁପରଭାଇଜର
