ସିଦ୍ଧି ଶ୍ରୀକ୍ଷେତ୍ର ତୁମୁରା ଜଗନ୍ନାଥ ମନ୍ଦିରର ମୁଖ୍ୟ ସେବକଙ୍କୁ ଭେଟିଲେ ଇଂ. ଧୀରେନ୍ଦ୍ର କୁମାର ନାଏକ

କଳାହାଣ୍ଡି, ୨0|୧(ପ୍ୟାରିଲାଲ ଦୁର୍ଗା): ସିଦ୍ଧି ଶ୍ରୀକ୍ଷେତ୍ର ତୁମୁରା ଜଗନ୍ନାଥ ମନ୍ଦିରର ମୁଖ୍ୟ ସେବକ ତଥା ପୂର୍ବତନ ବ୍ଲକ ଅଧ୍ୟକ୍ଷ ରାଜକୁମାର ନାଏକ ଦୀର୍ଘ ୨ ବର୍ଷ ହେବ ଶଯ୍ୟାଶାୟୀ ଥିବାରୁ ଗୋଳାମୁଣ୍ଡା ଗ୍ରାମ ପଂଚାୟତର ପୂର୍ବତନ ସମିତି ସଭ୍ୟା ସୀମା ନାଏକ ତଥା ମୂଖ୍ୟ ସେବୀକା ଜଗନ୍ନାଥ ଧାମ ଗୋଲାମୁଣ୍ଡା, ଯୁବ ଇଞ୍ଜିନିଅର ଧୀରେନ୍ଦ୍ର ନାଏକ ଏବଂ ତାଙ୍କ ସହଧର୍ମିଣୀ ଲବିତା ନାଏକ ଓ ବିଶିଷ୍ଟ ସମାଜସେବୀ ଶ୍ୟାମ ସୁନ୍ଦର ଅଗ୍ରୱାଲ ତୁମୁରା ସ୍ଥିତ ବାସଭବନକୁ ଯାଇ… Continue reading ସିଦ୍ଧି ଶ୍ରୀକ୍ଷେତ୍ର ତୁମୁରା ଜଗନ୍ନାଥ ମନ୍ଦିରର ମୁଖ୍ୟ ସେବକଙ୍କୁ ଭେଟିଲେ ଇଂ. ଧୀରେନ୍ଦ୍ର କୁମାର ନାଏକ

ଶଗଡା ସରକାରୀ ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସବ ଅନୁଷ୍ଠିତ

କଳାହାଣ୍ଡି, ୨0|୧(ପ୍ୟାରିଲାଲ ଦୁର୍ଗା): କଳାହାଣ୍ଡି ଜିଲ୍ଲା ଭବାନୀପାଟଣା ବ୍ଲକ ଅନ୍ତର୍ଗତ ସରକାରୀ ଉଚ୍ଚ ବିଦ୍ୟାଳୟ ଶଗଡା ଠାରେ ବାର୍ଷିକ ଉତ୍ସବ(ପୂଜ୍ୟ ପ୍ରଣାମ)-୨୦୨୫ ଏକ ସୃଜନଶୀଳ ବାତାବରଣ ମଧ୍ୟରେ ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟ ପ୍ରଧାନ ଶିକ୍ଷକ ସୁକାନ୍ତ ସାହୁଙ୍କ ଅଧ୍ୟକ୍ଷତାରେ ମୁଖ୍ୟ ଅତିଥି ଭାବେ ଯୋଗାଚାର୍ଯ୍ୟ ତଥା ଅତିରିକ୍ତ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଅଧିକାରୀ କଳାହାଣ୍ଡି ଡାକ୍ତର ନୀହାରେନ୍ଦ୍ର ପଣ୍ଡା ଯୋଗଦେଇ ଶାରୀରିକ ସୁସ୍ଥତା ପାଇଁ ଯୋଗର ଆବଶ୍ୟକତା ଉପରେ ଆଲୋକପାତ କରିଥିଲେ। ବିଶିଷ୍ଟ ବଂଶୀବାଦକ ତଥା ଧର୍ମଗଡ଼… Continue reading ଶଗଡା ସରକାରୀ ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସବ ଅନୁଷ୍ଠିତ

ଦୋଷୀ ସାବ୍ୟସ୍ତ ହେଲା ଅଭିଯୁକ୍ତ ସଂଜୟ ରାୟ

କୋଲକାତା: କୋଲକାତାର ଆରଜି କର ମେଡିକାଲ କଲେଜ ଓ ହସ୍‌ପିଟାଲରେ ଜଣେ ଟ୍ରେନି ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ଘଟଣାରେ ମୁଖ୍ୟ ଅଭିଯୁକ୍ତ ସଞ୍ଜୟ ରୟ ଦୋଷୀ ସାବ୍ୟସ୍ତ ହୋଇଛି। ସିଆଲଦାହର ଅତିରିକ୍ତ ଜିଲ୍ଲା ଓ ଦୌରାଜଜ୍‌ଙ୍କ କୋର୍ଟ ତାକୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ଆଜି ତାର ଦଣ୍ଡ ଶୁଣାଣି କରିବେ କୋର୍ଟ। କୋର୍ଟଙ୍କ ଏହି ରାୟ ଆସିବା ବେଳେ ମୃତ ଟ୍ରେନି ଡାକ୍ତରଙ୍କ ବାପା ସେଠାରେ ଉପସ୍ଥିତ ଥିଲେ। ଆପଣଙ୍କ ଉପରେ ମୋର ସଂପୂର୍ଣ୍ଣ ବିଶ୍ୱାସ… Continue reading ଦୋଷୀ ସାବ୍ୟସ୍ତ ହେଲା ଅଭିଯୁକ୍ତ ସଂଜୟ ରାୟ

ମହାକୁମ୍ଭ ମେଳା ଅଞ୍ଚଳରେ ନିଆଁ

ପ୍ରୟାଗରାଜ: ପ୍ରୟାଗରାଜ ପ୍ରୟାଗରାଜଠାରେ ଚାଲିଥିବା ମହାକୁମ୍ଭ ମେଳା ଅଞ୍ଚଳରେ ନିଆଁ ଲାଗିଥିବା ଖବର ମିଳିଛି । ଏହି ନିଆଁ ଏତେ ଭୀଷଣ ଥିଲା ଯେ ଦୂରରୁ ନିଆଁ ଦୃଶ୍ୟମାନ ହେଉଥିଲା । ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛି। ଏହି ଅଗ୍ନିକାଣ୍ଡ ଯୋଗୁଁ କୁମ୍ଭ ଆଖପାଖରେ ଥିବା ତମ୍ବୁ ମଧ୍ୟ କ୍ଷତିଗ୍ରସ୍ତ ହେବା ସହ ଟେ ରେ ରଖାଯାଇଥିବା ସିଲିଣ୍ଡରଗୁଡ଼ିକ କ୍ରମାଗତ ଭାବେ ବିସ୍ଫୋରଣ ହେଉଛି। ସୂଚନା ଅନୁସାରେ ୨୦ରୁ ୨୫ଟି ତମ୍ବୁ ଜଳିଯାଇଛି… Continue reading ମହାକୁମ୍ଭ ମେଳା ଅଞ୍ଚଳରେ ନିଆଁ

ଭାରତ ଖୋ ଖୋ ବିଶ୍ୱକପ୍ ଚାମ୍ପିଅନ

ନୂଆଦିଲ୍ଲୀ: ଭାରତର ମହିଳା ଦଳ ଫାଇନାଲରେ ନେପାଳକୁ ୭୮-୪୦ ରେ ପରାସ୍ତ କରି ବିଜୟୀ ହୋଇଛନ୍ତି । ନୂଆଦିଲ୍ଲୀରେ ଭାରତ ସମଗ୍ର ଟୁର୍ଣ୍ଣାମେଣ୍ଟରେ ଅପରାଜିତ ଥିଲା । ଅଧିନାୟିକା ପ୍ରିୟଙ୍କା ଇଙ୍ଗଲେ ବଡ଼ ଫାଇନାଲରେ ଆଗରୁ ଦଳର ନେତୃତ୍ୱ ନେଇଥିଲେ । ରବିବାର ଦିନ ନୂଆଦିଲ୍ଲୀରଇନ୍ଦିରା ଗାନ୍ଧୀ ଷ୍ଟାଡିୟମରେ ଖୋ ଖୋ ବିଶ୍ୱକପର ପ୍ରଥମ ସଂସ୍କରଣ ଜିତି ଭାରତୀୟ ମହିଳା ଦଳ ଇତିହାସ ରଚଛି। ଭାରତ ଏକ ଏକପାଖିଆ ପ୍ରତିଯୋଗିତାରେ ଚିରପ୍ରତିଦ୍ୱନ୍ଦ୍ୱୀ ନେପାଳକୁ ୭୮-୪୦ ରେ ପରାସ୍ତ… Continue reading ଭାରତ ଖୋ ଖୋ ବିଶ୍ୱକପ୍ ଚାମ୍ପିଅନ

ଅରଭାନୀ ସମୟର ଊନବିଂଶ ସ୍ୱନକ୍ଷତ୍ର ଅନୁଷ୍ଠିତ

ଭୁବେନଶ୍ୱର : ପାକ୍ଷିକ ସମ୍ବାଦପତ୍ର ‘ଅରଭାନୀ ସମୟ’ର ଊନବିଂଶ ସ୍ୱନକ୍ଷତ୍ର ଉତ୍ସବ ଓ ସାମ୍ପ୍ରତିକ ଭାରତର ପରିସ୍ଥିତି ଓ ହିନ୍ଦୁରାଷ୍ଟ୍ର ସହିତ ଗଣତନ୍ତ୍ରର ଭୂମିକା ଶୀଷର୍କ ଅୋଲାଚନାଚକ୍ର ସ୍ଥାନୀୟ ଲୋହିଆ ଏକୋଡ଼ମୀ ପରିସରେର ଅନୁଷ୍ଠିତ ହୋଇଯାଇଛି। ବିଶିଷ୍ଟ ସାହିତ୍ୟିକ ତଥା ସମାଜେସବୀ ଶଶଧର ପଣ୍ଡାଙ୍କ ଅଧ୍ୟକ୍ଷତୋର ଅନୁଷ୍ଠିତ ଏହି କାର୍ଯ୍ୟକ୍ରମେର ମୁଖ୍ୟ ଅତିଥି ଭୋବ ବରିଷ୍ଠ ଭାଜପା ନେତା ତଥା ମୁଖପାତ୍ର ସଜ୍ଜନ ଶର୍ମା, ମୁଖ୍ୟ ବକ୍ତା ବୈଦିକ ବିଶ୍ୱବିଦ୍ୟାଳୟ ତାମିଲନାଡୁର କୁଳପତି ଡଃ ହରିହର କାନନେୁଗା,… Continue reading ଅରଭାନୀ ସମୟର ଊନବିଂଶ ସ୍ୱନକ୍ଷତ୍ର ଅନୁଷ୍ଠିତ

You cannot copy content of this page