ବାଲିପାଟଣା: ସୁଭାଷ ଚନ୍ଦ୍ର ବୋଷଙ୍କ ଜନ୍ମ ଜୟନ୍ତୀ ଉପଲକ୍ଷେ ଅରବିନ୍ଦ ୟୁଥ୍ ଆଣ୍ଡ୍ ସୋସିଆଲ ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ଖୋର୍ଦ୍ଧା ରକ୍ତଭଣ୍ଡାର ତରଫରୁ ଏକ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । ବାଲିପାଟଣା ସିଏଚସି ଠାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ବରିଷ୍ଠ ବିଜେପି ନେତା ତଥା ପୂର୍ବତନ ମନ୍ତ୍ରୀ ଡଃ ଅରବିନ୍ଦ ଢ଼ାଲି ମୁଖ୍ୟ ଅତିଥି ଭାବେ ଯୋଗଦେଇ ରକ୍ତଦାତା ମାନଙ୍କୁ ଉତ୍ସାହିତ କରିଥିଲେ । ଅନ୍ୟ ଅତିଥି ମାନଙ୍କ ମଧ୍ୟରେ ବାଲିପାଟଣା ସିଏଚସିର ମେଡିକାଲ… Continue reading ସୁଭାଷ ଚନ୍ଦ୍ର ବୋଷଙ୍କ ଜୟନ୍ତୀ ଉପଲକ୍ଷେ ରକ୍ତଦାନ ଶିବିର
ସୁଭାଷ ଚନ୍ଦ୍ର ବୋଷଙ୍କ ଜୟନ୍ତୀ ଉପଲକ୍ଷେ ରକ୍ତଦାନ ଶିବିର
