ଭୁବନେଶ୍ୱର, ୨୬.୧ : ସାମାଜିକ ଅନୁଷ୍ଠାନ ସଶକ୍ତ ଓଡ଼ିଶା ପକ୍ଷରୁ ଭୁବନେଶ୍ୱର ସିଆରପିଏଫ୍ ଛକସ୍ଥିତ କାର୍ଯ୍ୟାଳୟଠାରେ ୭୬ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି । ସଭାପତି ବିଜୟ କୁମାର ପ୍ରଧାନଙ୍କ ପୌରହିତ୍ୟରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ବରିଷ୍ଠ ସାମ୍ବାଦିକ, ବାଗ୍ମୀ ପ୍ରଦୁ୍ୟମ୍ନ ଶତପଥି, ସମ୍ମାନିତ ଅତିଥି ଭାବେ ଭେଷଜ ବିଶାରଦ ଡଃ ଶତୃଘ୍ନ ବେହେରା, ଭାଷାପ୍ରାଣ ନବ କିଶୋର ପ୍ରଧାନ, ସାମ୍ବାଦିକ ଅରବିନ୍ଦ ତ୍ରିପାଠୀ ପ୍ରମୁଖ ଉପସ୍ଥିତ ରହି ଆଜିର ଯୁବପିଢି ଶହୀଦ… Continue reading ସଶକ୍ତ ଓଡ଼ିଶା ପକ୍ଷରୁ ୭୬ତମ ସାଧାରଣତନ୍ତ୍ର ଦିବସ ପାଳିତ
ସଶକ୍ତ ଓଡ଼ିଶା ପକ୍ଷରୁ ୭୬ତମ ସାଧାରଣତନ୍ତ୍ର ଦିବସ ପାଳିତ
