ବଗାଡ଼ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ ବାର୍ଷିକ ଉତ୍ସବ ପାଳିତ

କଳାହାଣ୍ଡି, ୩0|୧(ପ୍ୟାରିଲାଲ ଦୁର୍ଗା): କଳାହାଣ୍ଡି ଜିଲ୍ଲା ଧର୍ମଗଡ ବ୍ଲକ ବଗାଡ଼ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ ଗୁରୁବାର ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇ ଯାଇଛି। ଏହି କାର୍ଯ୍ୟକ୍ରମ ରେ ବିଦ୍ୟାଳୟ ର ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ପର୍ତ୍ତିଶ୍ୱର ମୁଣ୍ଡ ଙ୍କ ସଭାପତିତ୍ୱ ରେ ମୁଖ୍ୟ ଅତିଥି ଭାବରେ ଧର୍ମଗଡ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀ, ମୁଖ୍ୟ ବକ୍ତା ଭାବରେ ଧର୍ମଗଡ ତହସିଲଦାର ସଞ୍ଜୟ କୁମାର ସାମନ୍ତରାୟ, ସମ୍ମାନିତ ଅତିଥି ଭାବରେ ଗୋଷ୍ଠୀ ଶିକ୍ଷା ଅଧିକାରିଣୀ ପଙ୍କଜିନୀ ମାଝୀ,… Continue reading ବଗାଡ଼ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ ବାର୍ଷିକ ଉତ୍ସବ ପାଳିତ

ନବ ନିଯୁକ୍ତ ଜିଲ୍ଲା ଶିକ୍ଷାଅଧିକାଙ୍କୁ କଳାହାଣ୍ଡି ଜିଲ୍ଲା ପ୍ରାଥମିକ ଶିକ୍ଷକ ସଂଘ ର ସ୍ୱାଗତ

କଳାହାଣ୍ଡି,୩0/୧(ପ୍ୟାରିଲାଲ ଦୁର୍ଗା): କଳାହାଣ୍ଡି ଜିଲ୍ଲାରେ ନୂତନ ଭାବେ ଯୋଗ ଦେଇ ଥିବା ଜିଲ୍ଲା ଶିକ୍ଷାଅଧିକାରୀ ରାଧାକାନ୍ତ ଛତ୍ରୀଙ୍କୁ ଜିଲ୍ଲା ପ୍ରାଥମିକ ଶିକ୍ଷକ ସଂଘ ସ୍ୱାଗତ ଓ ଅଭିନନ୍ଦନ ଜଣାଇଥିଲେ।ଜିଲ୍ଲା ସଭାପତି ଶ୍ରୀ ବୀରେନ୍ଦ୍ର ବାଗଙ୍କ ନେତୃତ୍ୱ ରେ ଜିଲ୍ଲା କର୍ମକର୍ତ୍ତା ପୁଷ୍ପ ଗୁଛ ଓ ଉପଢୌକନ ଦେଇ ସ୍ୱାଗତ କରିଥିଲେ।ଏହି କାର୍ଯ୍ୟକ୍ରମ ରେ ରାଜ୍ୟ ସଭାପତି ଧୀରେନ୍ଦ୍ର କୁ. ପଟ୍ଟନାୟକ ଉପସ୍ଥିତ ଥିଲେ।ନବ ନିଯୁକ୍ତ ଜିଲ୍ଲା ଶିକ୍ଷାଧିକାରୀ ଅନୌପଚାରିକ ଆଲୋଚନା ସମୟରେ ଶିକ୍ଷକ ଶିକ୍ଷୟିତ୍ରୀଙ୍କ ବିଭିନ୍ନ ସମସ୍ୟାକୁ… Continue reading ନବ ନିଯୁକ୍ତ ଜିଲ୍ଲା ଶିକ୍ଷାଅଧିକାଙ୍କୁ କଳାହାଣ୍ଡି ଜିଲ୍ଲା ପ୍ରାଥମିକ ଶିକ୍ଷକ ସଂଘ ର ସ୍ୱାଗତ

କାଂକେରି ଠାରେ ନୂତନ ବ୍ଲକ ସ୍ଥାପନ ନେଇ ଉପଜିଲ୍ଲାପାଳ ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

କଳାହାଣ୍ଡି,୩0|୧(ପ୍ୟାରିଲାଲ ଦୁର୍ଗା): ସରକାର ବ୍ଲକ ସମ୍ପ୍ରସାରଣ ନେଇ ସୂଚନା ଦେବା ପରେ ବ୍ଲକ ସ୍ଥାପନ ନେଇ ଜିଲ୍ଲା ର ବିଭିନ୍ନ ସ୍ଥାନରେ ଜୋର ଧରିଥିବା ବେଳେ ଧର୍ମଗଡ ବ୍ଲକ ଅନ୍ତର୍ଗତ ବଡ ପହିଲପାର ଅଞ୍ଚଳ ର କେନ୍ଦ୍ର ବିନ୍ଦୁ କାଙ୍କେରୀ ଠାରେ ନୂତନ ବ୍ଲକ ସ୍ଥାପନ ନେଇ ଗୁରୁବାର ଦିନ କ୍ରିୟାନୁଷ୍ଠାନ କମିଟି ର ଆହ୍ବାନ ରେ ୭ ଟି ପଞ୍ଚାୟତ ବାସୀ ଧର୍ମଗଡ଼ ଉପଜିଲ୍ଲାପାଳ ମାଧ୍ୟମରେ ଓଡିଶା ମୁଖ୍ୟମନ୍ତ୍ରୀ ଉଦ୍ଧେଶ୍ୟରେ ଏକ ଦାବୀ ପତ୍ର ଦେଇଛନ୍ତି।ବିରାଟ… Continue reading କାଂକେରି ଠାରେ ନୂତନ ବ୍ଲକ ସ୍ଥାପନ ନେଇ ଉପଜିଲ୍ଲାପାଳ ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

ଓଡ଼ିଶ ଗ୍ରାମ ପଂଚାୟତରେ ପାଳିତ ହୋଇଯାଇଛି ସାଧାରଣତନ୍ତ୍ର ଦିବସ

republic day observed at odisha village in dhenkanal district

ଭୂବନ: ଓଡ଼ିଶ ଗ୍ରାମପଂଚାୟତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପରିସରରେ ସମସ୍ତ ଛାତ୍ରଛାତ୍ରୀ ଏକତ୍ରିତ ହୋଇଥିବାବେଳେ ସ୍କୁଲ୍‌ର ସମସ୍ତ ଶିକ୍ଷକ, ଶିକ୍ଷୟିତ୍ରୀ ଏବଂ ଅନ୍ୟ ପ୍ରମୁଖ ବ୍ୟକ୍ତିବିଶେଷଙ୍କ ଉପସ୍ଥିତିରେ ଜାତୀୟ ପତାକା ଉତ୍ତେଳନ କରାଯାଇଥିବା ଦେଖିବାକୁ ମିଳିଥିଲା। ଉକ୍ତ ଦିବସରେ ସକାଳୁ ସ୍କୁଲ୍ ପରିସରରେ ଜାତୀୟ ସଂଗୀତ ଗାନ କରାଯାଇ ପତାକା ଉତ୍ତୋଳନ କରାଯାଇଥିବାବେଳେ ଗ୍ରାମରେ ପ୍ରଭାତ ଫେରି କରାଯାଇଥିବା ଦେଖିବାକୁ ମିଳିଥିଲା। ଅତିଥି ଭାବେ ଶିକ୍ଷକ ରମେଶ ଚନ୍ଦ୍ର ମହାନ୍ତ, ବିଦ୍ୟାଳୟର ପ୍ରେସିଡେଣ୍ଟ୍ ବିମଳ କୁମାର ରଣାଙ୍କ… Continue reading ଓଡ଼ିଶ ଗ୍ରାମ ପଂଚାୟତରେ ପାଳିତ ହୋଇଯାଇଛି ସାଧାରଣତନ୍ତ୍ର ଦିବସ

You cannot copy content of this page