କଳାହାଣ୍ଡି, (ପ୍ୟାରିଲାଲ ଦୁର୍ଗା): କଳାହାଣ୍ଡି ଜିଲ୍ଲା ଜୁନାଗଡ଼ ହାଇସ୍କୁଲ ଖେଳ ପଡିଆ ଠାରେ ଜୁନାଗଡ଼ ମହୋତ୍ସବ କମିଟି ଓ ଗଣମାଧ୍ୟମ ସଙ୍ଘ ମାନଙ୍କୁ ନେଇ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା । ଉତ୍ସଵ କମିଟିରର ଅଧ୍ୟକ୍ଷ ଦୁର୍ଗା ପ୍ରସାଦ ନାଏକ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ସହ ଅଧ୍ୟକ୍ଷ ଲଳିତ ଅଗ୍ରୱାଲ, ସମ୍ପାଦକ ହିମାଂଶୁ ଶେଖର ବରାଡ଼ , ଈଶ୍ୱର ପୁଝାରି, ଅଶୋକ ପଟ୍ଟନାୟକ, ଉଦ୍ଧବ ଚରଣ ସାହୁ, ବିଘ୍ନରାଜ ବରାଡ଼, ମାନସ ସେଠି ପ୍ରମୁଖ… Continue reading ଜୁନାଗଡ଼ ମହୋତ୍ସବ ନେଇ ପ୍ରସ୍ତୁତି ବୈଠକ
ଜୁନାଗଡ଼ ମହୋତ୍ସବ ନେଇ ପ୍ରସ୍ତୁତି ବୈଠକ
