କଣ୍ଡୁରୀ ମହାଜନ ମେମୋରିଆଲ ଟ୍ରଷ୍ଟ ର ବାର୍ଷିକ ଉତ୍ସବ

ଭୁବନେଶ୍ୱର, ୦୨/୦୨: ସ୍ଥାନୀୟ ସିଆରପି ଛକସ୍ଥିତ ସଶକ୍ତ ଓଡିଶା କାର‌୍ୟ୍ୟାଳୟ ରେ କଣ୍ଡୁରୀ ମହାଜନ ମେମୋରିଆଲ ଟ୍ରଷ୍ଟ ର ବାର୍ଷିକ ଉତ୍ସବ ସହ ସଶକ୍ତ ଓଡିଶାର ମହିଳା ସଶକ୍ତିକରଣ ସପ୍ତାହର ବର୍ଷର ଶୁଭାରମ୍ଭ ଅନୁଷ୍ଠିତ ହୋଇଯାଇଛି I ଅନୁଷ୍ଠାନର ସଭାପତି ବିଜୟ କୁମାର ପ୍ରଧାନଙ୍କ ପୌରହିତ୍ୟ ଓ ଅନିତା ସ୍ୱାଇଁ ଙ୍କ ସଂଯୋଜନା ରେ ଅନୁଷ୍ଠିତ ଉକ୍ତକାର‌୍ୟ୍ୟକ୍ରମରେ ମୁଖ୍ୟଅତିଥି ଭାବେ ବିଶିଷ୍ଟ ଭେଷଜ ବିଶାରଦ, ପଦ୍ମଶ୍ରୀ ଡାକ୍ତର ଅଶୋକ କୁମାର ମହାପାତ୍ର, ବିଶିଷ୍ଟ ଅତିଥି ଭାବେ ବାଗ୍ନୀ,… Continue reading କଣ୍ଡୁରୀ ମହାଜନ ମେମୋରିଆଲ ଟ୍ରଷ୍ଟ ର ବାର୍ଷିକ ଉତ୍ସବ

ଶିଶୁ ଅନନ୍ତ ମହାବିଦ୍ୟାଳୟର ବାର୍ଷିକ ଉତ୍ସବ

ଭୁବନେଶ୍ୱର, ୦୨/୦୨: ବାଲିପାଟଣା ସ୍ଥିତ ଶିଶୁ ଅନନ୍ତ ମହାବିଦ୍ୟାଳୟ ର ୪୭ ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି. ଉକ୍ତ କାର‌୍ୟ୍ୟକ୍ରମରେ ଅଧ୍ୟକ୍ଷା ମଧୁମିତା ରଥ ସଭାପତିତ୍ବ ଓ ସାରସ୍ୱତ ଅଧ୍ୟାପିକା ଡ଼ ମାନସୀ ଷଡ଼ଙ୍ଗୀଙ୍କ ସଂଯୋଜନା ଓ ପରିଚାଳନାରେ ଆୟୋଜିତ କାର‌୍ୟ୍ୟକ୍ରମରେ ମୁଖ୍ୟ ଅତିଥି ଜୟଦେବ ବିଧାୟକ ନବ କିଶୋର ମଲ୍ଲିକ, ମୁଖ୍ୟବକ୍ତା ଭାବେ ଉଚ୍ଚଶିକ୍ଷା ବିଭାଗ ଆଞ୍ଚଳିକ ନିର୍ଦ୍ଧେଶକ ଡ଼ ରଂଜିତ କୁମାର ପ୍ରଧାନ, ସମ୍ମାନିତ ଅତିଥି ଭାବେ ବରିଷ୍ଠ ଅଧ୍ୟାପିକା ରଶ୍ମିତା ମହାପାତ୍ର… Continue reading ଶିଶୁ ଅନନ୍ତ ମହାବିଦ୍ୟାଳୟର ବାର୍ଷିକ ଉତ୍ସବ

You cannot copy content of this page