ସ୍ଥାୟୀ ନିଯୁକ୍ତି ଦାବୀ ରେ ଗାଁ ସାଥି ମେଟ ସଂଘ ମିଳିତ କ୍ରିୟାନୁଷ୍ଠାନ କମିଟି ଜିଲ୍ଲା ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା

ଭବାନୀପାଟଣା, ୧୩/୦୨ (ଜଗନ୍ନାଥ ନାଏକ) : ଓଡିଶା ସରକାରଙ୍କ ପଞ୍ଚାୟତରାଜ ବିଭାଗରେ ୨୦୦୮ ମସିହା ଠାରୁ ମନେରେଗା କାର୍ଯ୍ୟକରୁଥିବା ଗାଁ ସାଥି ମାନଙ୍କୁ ସ୍ଥାୟୀ ନିଯୁକ୍ତି ଓ ମାସିକ ପ୍ରୋତ୍ସାହନ ଦାବୀରେ କଳାହାଣ୍ଡି ଜିଲ୍ଲାପାଳଙ୍କ କାର୍ଯ୍ୟଳୟ ସମ୍ମୁଖରେ କଳାହାଣ୍ଡି ଗାଁ ସାଥି ସଂଘ ତରଫରୁ ଧାରଣା ସହିତ ଛଅ ଦଫା ଦାବିପତ୍ର ଉପଜିଲ୍ଲାପାଳଙ୍କ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ଙ୍କୁ ଦିଆଯାଇଛି।କଳାହାଣ୍ଡି ଜିଲ୍ଲା ଗାଁ ସାଥି କ୍ରିୟାନୁଷ୍ଠାନ କମିଟି ସଭାପତି ଶ୍ରୀଅଭିମନ୍ୟୁ ବେଶ୍ରାଙ୍କ ନେତୃତ୍ୱରେ ମାଁ ମାଣିକେଶ୍ବରୀ ମନ୍ଦିର ଠାରୁ… Continue reading ସ୍ଥାୟୀ ନିଯୁକ୍ତି ଦାବୀ ରେ ଗାଁ ସାଥି ମେଟ ସଂଘ ମିଳିତ କ୍ରିୟାନୁଷ୍ଠାନ କମିଟି ଜିଲ୍ଲା ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା

You cannot copy content of this page